ଭୋଟଗଣତି ସରୁସରୁ ଦଳର ନିର୍ବାଚିତ ପ୍ରାର୍ଥୀମାନେ କେମିତି ଶୀଘ୍ର ମୁମ୍ବାଇରେ ପହଞ୍ଚିପାରିବେ, ସେ ନେଇ ବ୍ୟବସ୍ଥା କରାଯାଇଛି । ଏପରିକି ଅନେକଙ୍କ ପାଇଁ ହେଲିକପ୍ଟର ବ୍ୟବସ୍ଥା କରାଯାଇଥିବା ଜାତୀୟ ଗଣମାଧ୍ୟମରେ ପ୍ରକାଶ ପାଇଛି ।
ପ୍ରମୁଖ କର୍ପୋରେଟ୍ ସଂସ୍ଥାରେ ଚାକିରି କରିଥିଲେ । ହେଲେ ଆଧ୍ୟାତ୍ମିକତା ଆଡକୁ ସେ ଅଧିକ ଆକର୍ଷିତ ହେଲେ । ଜୀବନକୁ ଖୋଜିବାକୁ ଲାଗିଲେ । ସତ୍ୟର ଅନ୍ୱେଷଣ କରିବାକୁ ଲାଗିପଡିଲେ । ବଦଳିଗଲା ତାଙ୍କ ଜୀବନର ମୋଡ଼ । ହଠାତ୍ ଅଧିକ ଦରମାର ଚାକିରି ଛାଡି ସନ୍ୟାସ ନେଲେ...
ମହାରାଷ୍ଟ୍ରରେ ଭୋଟଗଣତି ହୋଇନାହିଁ । କିଏ କେତେ ଆସନ ପାଇବ ଜଣାପଡିନାହିଁ । ତା ପୂର୍ବରୁ ଦୁଇ ଦଳ ମଧ୍ୟରେ ଆରମ୍ଭ ହୋଇଗଲାଣି ବୟାନବାଜି । ସରକାରର ନେତୃତ୍ୱ ନେବ କିଏ ? କିଏ ପିନ୍ଧିବ ମୁଖ୍ୟମନ୍ତ୍ରୀ ମୁକୁଟ ?
ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ଏବେ ଆଉ ଆମ୍ ଆଦମୀ ହୋଇ ରହିନାହାନ୍ତି । ତେଣୁ ଦିଲ୍ଲୀରେ ଏଥର ବିଜେପି ସରକାର ଗଠନ ପାଇଁ କାମ କରିବି ବୋଲି କହିଛନ୍ତି ପୂର୍ବତନ ପରିବହନ ମନ୍ତ୍ରୀ କୈଳାଶ ଗେହଲଟ୍ ।
ମହାରାଷ୍ଟ୍ରର ୨୮୮ଟି ଆସନ ପାଇଁ ଗୋଟିଏ ଦିନରେ ହେଉଛି ମତଦାନ । କିନ୍ତୁ ଝାଡଖଣ୍ଡରେ କାଲି ହେବ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଝାଡଖଣ୍ଡରେ ୪୩ଟି ଆସନ ପାଇଁ ପ୍ରଥମ ପର୍ଯ୍ୟାୟ ମତଦାନ ଗତ ୧୩ ତାରିଖରେ ହୋଇଛି । ଆସନ୍ତା କାଲି ଦ୍ୱିତୀୟ ପର୍ଯ୍ୟାୟରେ ୩୮ଟି ଆସନରେ...
ଏକ ରିପୋର୍ଟ ଅନୁସାରେ ମହାରାଷ୍ଟ୍ରରେ ଚାଲିଥିବା ବିଧାନସଭା ନିର୍ବାଚନରେ ପ୍ରତି ୫ଜଣ ଦଳୀୟ ପ୍ରାର୍ଥୀଙ୍କ ମଧ୍ୟରୁ ଜଣେ ପ୍ରାର୍ଥୀ ହତ୍ୟା, ହତ୍ୟା ଉଦ୍ୟମ କିମ୍ବା ଦୁଷ୍କର୍ମ ଅଭିଯୁକ୍ତ । ପ୍ରାର୍ଥୀମାନେ ଦାଖଲ କରିଥିବା ସତ୍ୟପାଠରୁ ଏହା ଜଣାପଡିଛି ।
କାହିଁକି ପୂର୍ବତନ ମନ୍ତ୍ରୀ ସମୀର ଦେ ରାଜନୀତିରେ ଚଢି ଚାଲିଥିଲେ ସଫଳତାର ଶିଡି । ବିରୋଧୀଙ୍କୁ କେମିତି ଦେଉଥିଲେ ମାତ୍ । ଏଇ ବିଶେଷ ଗୁଣ ପାଇଁ ସେ ହୋଇଯାଇଥିଲେ ଅଜାତଶତ୍ରୁ ।
ବାରାମତୀରେ ଲଢେଇ ତୀବ୍ର ହୋଇଛି ବାରାମତୀ ବିଧାନସଭା ଆସନରେ । ଏହି ଆସନରେ ଶରଦ ପାୱାରଙ୍କ ପୁତୁରା ତଥା ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାରଙ୍କ ସହ ଲଢୁଛନ୍ତି ଶରଦ ପାୱାରଙ୍କ ସଂପର୍କୀୟ ନାତି ଯୁଗେନ୍ଦ୍ର ପାୱାର । ଅଜିତ ପାୱାରଙ୍କ ସାନ ଭାଇ ଶ୍ରୀନିବାସ ପାୱାରଙ୍କ ପୁଅ ହେଉଛନ୍ତି ଯୁଗେନ୍ଦ୍ର...
ଭାରତ ଭଳି ଏକ ଗଣତାନ୍ତ୍ରିକ ରାଷ୍ଟ୍ରରେ ପ୍ରେସ୍ ବା ଗଣମାଧ୍ୟମକୁ ଗଣତନ୍ତ୍ରର ଚତୁର୍ଥ ସ୍ତମ୍ଭ ବୋଲି କୁହାଯାଏ । ଏହା ମୁକ୍ତ ଭାବେ ଖବର ପରିବେଷଣ ଓ ତଥ୍ୟ ପ୍ରଦାନ କରିବା ସହ ସରକାରଙ୍କୁ ଉତ୍ତରଦାୟୀ କରିବାର କ୍ଷମତା ରଖିଛି । କିନ୍ତୁ ଏବେ ଫେକ୍ ନ୍ୟୁଜ୍ ସାଜିଛି...
ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ମୁଖ୍ୟତଃ ମହା ବିକାଶ ଅଘାଡି ଓ ମହାୟୁତି ମଧ୍ୟରେ ଲଢେଇ ହେଉଛି । କିନ୍ତୁ ଛୋଟ ଦଳଗୁଡିକର ରହିଛି ବଡ ଭୂମିକା । ସରକାର ଗଠନରେ ମହାରାଷ୍ଟ୍ର ନବନିର୍ମାଣ ସେନା (MNS), AIMIM, ବଞ୍ଚିତ ବହୁଜନ ଅଘାଡି (VBA) ଭଳି ଦଳ, ମେଣ୍ଟ ଓ...
ଆସନ୍ତା ୨୦ ତାରିଖରେ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ହେବ ମତଦାନ । ତେବେ କନ୍ନଡ ଆସନକୁ ନେଇ ସାରା ମହାରାଷ୍ଟ୍ରରେ ଚର୍ଚ୍ଚା ଜୋର୍ ଧରିଛି । ପୂର୍ବତନ ବିଧାୟକ ହର୍ଷବର୍ଦ୍ଧନ ଯାଦବ ସ୍ୱାଧୀନ ପ୍ରାର୍ଥୀ ଭାବେ ନିର୍ବାଚନ ଲଢୁଥିବା ବେଳେ ତାଙ୍କ ପତ୍ନୀ ସଞ୍ଜନା ଯାଦବ ଶିବସେନା...
କେରଳରେ ଭାଗ୍ୟ ପରୀକ୍ଷା କରୁଛନ୍ତି କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ । ଉପନିର୍ବାଚନରେ ହୋଇଛି କଡା ଟକ୍କର । ରାହୁଲ ଗାନ୍ଧୀ ଇସ୍ତଫା ଦେବା ପରେ ଏହି ଆସନରେ ଲଢିଛନ୍ତି ପ୍ରିୟଙ୍କା ଗାନ୍ଧୀ। ମତଦାନ ହାର କମିଥିବାରୁ ଫଳାଫଳକୁ ନେଇ ବଢିଛି ଚର୍ଚ୍ଚା ।
ଡୋନାଲ୍ଡ ଟ୍ରମ୍ପ ଆମେରିକାର ରାଷ୍ଟ୍ରପତି ଭାବେ ନିର୍ବାଚିତ ହେବା ପରେ ଡଲାର ତୁଳନାରେ ଦୁର୍ବଳ ହେଉଛି ଟଙ୍କା। ଭାରତୀୟ ଷ୍ଟକ୍ ମାର୍କେଟରୁ ଫରେନ୍ ପୋର୍ଟଫୋଲିଓ ଇନଭେଷ୍ଟମେଣ୍ଟ ଶେୟାର୍ ବିକ୍ରି ବଢିଚାଲିଛି । ଏଥିରେ ହସ୍ତକ୍ଷେପ କରିପାରେ ଭାରତୀୟ ରିଜର୍ଭ ବ୍ୟାଙ୍କ ।
ଝାଡଖଣ୍ଡ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ମତଦାନରେ ହେବ ଅନେକ ହାଇପ୍ରୋଫାଇଲ୍ ନେତାଙ୍କ ଭାଗ୍ୟ ପରୀକ୍ଷା। ଅନେକଙ୍କ ପାଇଁ ବାଜିରେ ଲାଗିଛି ପରିବାର ଲିଗାସୀ। ଓଡିଶା କଂଗ୍ରେସ ପ୍ରଭାରୀ ଅଜୟ କୁମାରଙ୍କ ପାଇଁ ଏ ନିର୍ବାଚନ ଅଗ୍ନିପରୀକ୍ଷା ଭଳି ହୋଇଛି ।
ନେତା ଓଡ଼ିଶାର କିନ୍ତୁ ମଇଦାନ ଝାଡ଼ଖଣ୍ଡ । ଓଡ଼ିଆ ଭୋଟରଙ୍କ ମନ ଜିଣିବାକୁ ଓଡ଼ିଶାର କଂଗ୍ରେସ ଓ ବିଜେପି ନେତା ଡେରା ପକାଇଛନ୍ତି ଝାଡଖଣ୍ଡରେ ।
ଜାମସେଦପୁର ଇଷ୍ଟ୍ ଆସନରେ ନିର୍ବାଚନ ଲଢୁଛନ୍ତି ଝାଡଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓଡିଶାର ରାଜ୍ୟପାଳ ରଘୁବର ଦାସଙ୍କ ବୋହୂ ପୂର୍ଣ୍ଣିମା ସାହୁ ଓ ପୂର୍ବତନ ସାଂସଦ ତଥା ଓଡିଶାର କଂଗ୍ରେସ ପ୍ରଭାରୀ ଅଜୟ କୁମାର ।
ଜାମିନ୍ ପାଇଁ ହାଇକୋର୍ଟ ଜଜଙ୍କୁ ଲାଞ୍ଚ ଦିଆଯିବ ବୋଲି ମହକିଲଙ୍କୁ କହି ଅଡୁଆରେ ପଡିଛନ୍ତି ଜଣେ ଓକିଲ । ଏହି ଓକିଲଙ୍କ ବିରୋଧରେ ରୁଜୁ ହୋଇଥିବା ଏତଲା ଖାରଜ ପାଇଁ କରାଯାଇଥିବା ଆବେଦନକୁ ହାଇକୋର୍ଟ ରଦ୍ଦ କରିଦେଇଛନ୍ତି । ତାଙ୍କ ବିରୋଧରେ କେସ୍ ଚାଲିବ ।
ନେତାଙ୍କ ଚରିତ୍ର ରିପୋର୍ଟ ଦେଉଥିଲେ ପୋଲିସ୍ ବାବୁ । ପୋଲିସ୍ ବିଧାୟକଙ୍କ କଥା ଶୁଣୁନଥିଲା । ଯାଜପୁର ଜିଲ୍ଲାରେ ଏମିତି ଚାଲିଥିଲା ଶାସନ । ଏଭଳି ସାଂଘାତିକ ଅଭିଯୋଗ କରି ବିଜେଡିର ଗୁମର ଖୋଲିଛନ୍ତି ବରୀର ପୂର୍ବତନ ବିଧାୟିକା ସୁନନ୍ଦା ଦାସ ।
୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ
କଂଗ୍ରେସ ଦଳ ସହ ଜଡିତ ଥାଇ ବି ୧୯୬୪ ମସିହାରେ ସେ କଂଗ୍ରେସ ସରକାର ବିରୋଧରେ ଛାତ୍ର ଆନ୍ଦୋଳନର ନେତୃତ୍ୱ ନେଇଥିଲେ । ୧୯୬୫ ମସିହାରେ ସେ ରେଭେନସା କଲେଜ ଛାତ୍ର ସଂସଦର ସଭାପତି ହୋଇଥିଲେ ।