• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Tapaswini Nayak

Tapaswini Nayak

Editor

‘ସମ୍ବାଦ’ରୁ ସାମ୍ବାଦିକତା କ୍ୟାରିଅର ଆରମ୍ଭ କରିଥିଲେ। ପରେ ଖବରକାଗଜ ‘ସଞ୍ଚାର& ...more

‘ସମ୍ବାଦ’ରୁ ସାମ୍ବାଦିକତା କ୍ୟାରିଅର ଆରମ୍ଭ କରିଥିଲେ। ପରେ ଖବରକାଗଜ ‘ସଞ୍ଚାର’ରେ କିଛି ବର୍ଷ କାମ କରିବା ପରେ ୨୦୧୫ରେ ‘ଓଡ଼ିଶା ରିପୋର୍ଟର’ରେ ଯୋଗ ଦେଇଥିଲେ। କ୍ରାଇମ୍, ରାଜନୀତି, ସ୍ପେଶାଲ ଷ୍ଟୋରି, ଫିଚର ଓ ଡେଭଲପିଂ ବିଟ୍ ନ୍ୟୁଜରେ ତାଙ୍କର ସ୍ୱତନ୍ତ୍ର ରୁଚି ରହିଛି ।
 

less

Posts by Tapaswini Nayak

Fire
Fire Breaks Out: ଜଳିଗଲା ମହାପ୍ରଭୁ ଜଗନ୍ନାଥଙ୍କ ରଥ

ସୁକିନ୍ଦା ରଥ ଛକ ଠାରେ ପ୍ରଭୁ ଜଗନ୍ନାଥଙ୍କ ରଥକୁ ରଖାଯାଇଥିଲା। ଗତକାଲି ବିଳମ୍ବିତ ରାତିରେ ସେହି ରାସ୍ତାରେ ବିବାହ ପ୍ରୋସେସନ୍ ଯାଉଥିଲା। ବରଯାତ୍ରୀମାନେ ପ୍ରୋସେସନ ସମୟରେ ବାଣ ଫୁଟାଉଥିଲେ। ଏହି ବାଣର ନିଆଁ ମହାପ୍ରଭୁଙ୍କ ରଥରେ ଲାଗିଥିବା ଛଣ ସଂସ୍ପର୍ଶରେ ଆସିଯାଇଥିଲା।

Matric Exam
Odisha BSE Matric Exam: ଆସନ୍ତାକାଲିଠୁ ମାଟ୍ରିକ୍ ପରୀକ୍ଷା; ଆଜି ଡ୍ରାଏ ରନ୍

ପରୀକ୍ଷା ପୂର୍ବରୁ ଆଜି ଡ୍ରାଏ ରନ୍ କରାଯିବ। ପରୀକ୍ଷା ପାଇଁ ବୋର୍ଡ ପକ୍ଷରୁ ଚୟନ ହୋଇଥିବା କମାଣ୍ଡ ସେଣ୍ଟର୍ ତଥା ନୋଡାଲ୍ ସେଣ୍ଟର୍ ଓ ସମ୍ବେଦନଶୀଳ ପରୀକ୍ଷା କେନ୍ଦ୍ରରେ ଲାଇଭ୍ ଷ୍ଟ୍ରିମିଂ ବ୍ୟବସ୍ଥାର ଅନୁଧ୍ୟାନ କରାଯିବ।

Lingaraj Temple
Lingaraj Temple: ଲିଙ୍ଗରାଜଙ୍କ ଜାଗର ନୀତି ନିର୍ଘଣ୍ଟ; ରାତି ୧୦ଟା ମହାଦୀପ ଦର୍ଶନ

ରାତି ୧୦ଟାରେ ଉଠିବ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମହାଦୀପ। ଗତକାଲି ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏହି ଚୂଡ଼ାନ୍ତ ନିଷ୍ପତ୍ତି ହୋଇଛି।

Student
Sambalpur: ରାସ୍ତାରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ପଡ଼ିଥିଲେ ଛାତ୍ରୀ; ତା’ପରେ...

ଛାତ୍ରୀ ଜଣଙ୍କ ବୁର୍ଲାରେ ପରିବାର ସହ ରହନ୍ତି ଏବଂ ପିଜି ଶେଷ ବର୍ଷର ଛାତ୍ରୀ ବୋଲି ସୂଚନା ମିଳିଛି। ଗତକାଲି ଅପରାହ୍ଣରେ ଛାତ୍ରୀ ଜଣଙ୍କ ମେଟାକାନୀ ରାସ୍ତା ପାଖ ପଡ଼ିଆରେ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ  ପଡ଼ିଥିବା ଦେଖିବାକୁ ମିଳିଥିଲା।

Rekha Gupta
Delhi CM Oath: ଆଜି ଶପଥ ନେବେ ରେଖା ଗୁପ୍ତା; ରାମଲୀଲା ମୈଦାନରେ ଭବ୍ୟ ଆୟୋଜନ

ଦିଲ୍ଲୀର ନୂଆ ସରକାରଙ୍କ ଶପଥ ଗ୍ରହଣ ସମାରୋହ ଦିନ ପ୍ରାୟ ୧୧ଟାରେ ଆରମ୍ଭ ହେବ। ମୁଖ୍ୟମନ୍ତ୍ରୀ ଭାବେ ରେଖା ଗୁପ୍ତା ଏବଂ ଉପମୁଖ୍ୟମନ୍ତ୍ରୀ ଭାବେ ପରବେଶ ବର୍ମା ଏବଂ ନବଗଠିତ କ୍ୟାବିନେଟ୍ ମଧ୍ୟ ପଦ ଓ ଗୋପନୀୟତାର ଶପଥ ନେବେ।

conch
ଶଙ୍ଖ ଫୁଙ୍କୁଥିଲେ ଜାଣି ରଖନ୍ତୁ ଏହି ନିୟମ

ଶଙ୍ଖ ଫୁଙ୍କୁଥିଲେ ଜାଣି ରଖନ୍ତୁ ଏହି ନିୟମ। ନଚେତ ପଡ଼ିବ ଭଗବାନଙ୍କ କୋପ ଦୃଷ୍ଟି।

Bargarh dhanu yatra
DhanuYatra: ଖୁସି ଖବର; ବରଗଡ଼ ଧନୁଯାତ୍ରା ମହୋତ୍ସବ ପାଇଁ ନିର୍ମାଣ ହେବ ସ୍ଥାୟୀ ରାଜମହଲ

ରାଜ୍ୟ ପର୍ଯ୍ୟଟନ ବିଭାଗର ପକ୍ଷରୁ ଏକ ଚିଠିରେ ଉଲ୍ଲେଖ କରାଯାଇଛି। ଏନେଇ ବରଗଡ଼ ବିଧାୟକ ଅଶ୍ୱିନୀ କୁମାର ଷଡଙ୍ଗୀ ତାଙ୍କ ଫେସବୁକ ଆକାଉଣ୍ଟରେ ଏହି ସୂଚନା ଦେଇଛନ୍ତି।

Cigarette
Cigarette: ସିଗାରେଟ୍‌ ପିଉଛନ୍ତି କି? ଆସିଲା ସାଂଘାତିକ ତଥ୍ୟ

ୟୁନିଭର୍ସିଟି କଲେଜ ଲଣ୍ଡନ(ୟୁସିଏଲ)ର ଗବେଷକମାନେ କରିଥିବା ଗବେଷଣାରୁ ସ୍ପଷ୍ଟ ହୋଇଛି ଯେ, ଗୋଟିଏ ସିଗାରେଟ ଟାଣିବା ଦ୍ୱାରା ମହିଳାଙ୍କ ଆୟୁଷ ୨୨ ମିନିଟ କମୁଛି ଓ ପୁରୁଷମାନେ ୧୭ ମିନିଟ ଆୟୁଷ ହରାଉଛନ୍ତି।

Delhi Stampede
Delhi RailwayStation Stampede: ନୂଆଦିଲ୍ଲୀ ଷ୍ଟେସନରେ ଦଳାଚକଟା; କୁଲି ବଖାଣିଲେ ଛାତିଥରା କାହାଣୀ

୧୯୮୧ ମସିହାରୁ ନୂଆଦିଲ୍ଲୀ ଷ୍ଟେସନରେ କୁଲି କାମ କରୁଛି। ତେବେ ଷ୍ଟେସନରେ ଏତେ ଭିଡ଼ କେବେ ଦେଖି ନାହିଁ। ଦଳଚକଟା ପରେ ଷ୍ଟେସନରେ ଲୋକମାନଙ୍କ କପଡ଼ା ଓ ଜୋତା ଚାରିଆଡେ ପଡ଼ିଥିଲା। ମୁଁ ଓ ମୋ କୁଲି ଭାଇମାନେ ୧୫ଟି ମୃତଦେହ ବାହାର କରିଥିଲୁ ।

GoldenBeachFestival
GoldenBeachFestival: ଦେଶୀ ଖାନା-ଖଜାନା, କଙ୍କଡ଼ା ଚୁରାକୁ ଅକ୍ଟୋପସ୍ ଫ୍ରାଏ

ବାଲେଶ୍ୱର ଜିଲ୍ଲା ଚାନ୍ଦିପୁର ମୁହାଣରେ ପ୍ରତିବର୍ଷ ଗୋଲ୍ଡେନ୍‌ ବିଚ୍‌ ଫେଷ୍ଟିଭାଲ ଆୟୋଜିତ ହୁଏ। ଏହି କାର୍ଯ୍ୟକ୍ରମ ୨୫ ବର୍ଷରେ ପହଞ୍ଚିଛି। ଚଳିତବର୍ଷ ଗୋଲ୍ଡେନ୍‌ ବିଚ୍‌ ଫେଷ୍ଟିଭାଲ ରୌପ୍ୟ ଜୟନ୍ତୀ ପାଳନ କରୁଛି।

Loot
Mo school yojana: ୫ହଜାର କୁ ୫୦ହଜାର ଦେଖାଇ ଲୁଟିନେଲେ ପ୍ରଧାନ ଶିକ୍ଷକ

ଗତ ବର୍ଷ ଫେବୃୟାରୀ ୧୬ ତାରିଖ ଦିନ ଉକ୍ତ ଜମା ଖାତାରେ ଥରେ ୫ହଜାର ଏବଂ ଆଉଥରେ ୧୨ ହଜାର ଟଙ୍କା ଏଭଳି ମୋଟ ୧୭ହଜାର ଟଙ୍କା ଜମା ହୋଇଥିଲା

Fire
Fire Mishap: ଜଳିଗଲେ ଜଳ ସମ୍ପଦ କର୍ମଚାରୀ

ଗତକାଲି ଅପରାହ୍ନ ଚିତଳପୁରଠାରେ ନଦୀ ବନ୍ଧରେ ଲେବୁଲ ନିଆଯାଉଥିଲା। ରବି ଏହି ଲେବୁଲ ଷ୍ଟାଣ୍ଡକୁ ଧରିଥିଲେ। ହଠାତ୍ ଲେବୁଲଟି ନଦୀ ବନ୍ଧ ତଳେ ଯାଇଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଯାଇଥିଲା।

Delhi Station Stampede
DelhiRailwayStation Stampede: ନୂଆଦିଲ୍ଲୀ ଷ୍ଟେସନରେ ଦଳାଚକଟା; ଦୁଃଖ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଘଟଣାରେ ଦୁଃଖ ପ୍ରକାଶ କରିବା ସହ ମୃତକଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ଏହାସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

DelhiRailwayStation Stampede
DelhiRailwayStation Stampede: ନୂଆଦିଲ୍ଲୀ ଷ୍ଟେସନରେ ଦଳାଚକଟା ଘଟଣା; ମୃତକଙ୍କ ପରିବାରକୁ ମିଳିବ ୧୦ ଲକ୍ଷ

ଗତକାଲି  ନୂଆଦିଲ୍ଲୀ ଷ୍ଟେସନରେ ଦଳାଚକଟାରେ ୧୮ ଜଣଙ୍କର ମୃତ୍ୟୁ ହୋଇଛି। ଆହତଙ୍କ ଅବସ୍ଥା ସଂକଟାପନ୍ନ ଥିବାରୁ ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି।

Delhi Railway station
DelhiRailwayStation Stampede: ନୂଆଦିଲ୍ଲୀ ଷ୍ଟେସନରେ ଦଳାଚକଟା ଘଟଣା; ମୃତ୍ୟୁ ସଂଖ୍ୟା ୧୮କୁ ବୃଦ୍ଧି

ଏହି ଦଳାଚକଟା ଘଟଣାର ଉଚ୍ଚ ସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛି ରେଲୱେ। ରାତି ୧୦ଟା ବେଳେ ଯାତ୍ରୀମାନେ ଟ୍ରେନରେ ପ୍ରୟାଗରାଜ ଯିବା ପାଇଁ ଠେଲାପେଲା ହେବାରୁ ଏଭଳି ସ୍ଥିତି ସୃଷ୍ଟି ହୋଇଥିଲା।

panner
Food and Recipe: ଘରେ ତିଆରି କରନ୍ତୁ ପନିରର ଏହି ସୁଆଦିଆ ରେସିପି

ଏହି ରେସିପି ପାଇଁ ଆବଶ୍ୟକ ପନିର, କଟା ପିଆଜ, କଟା ରସୁଣ, କଟା ଅଦା, କଟା କଞ୍ଚାଲଙ୍କା, ପିଆଜ-ଅଦା-ରସୁଣ ବଟା, ହଳଦୀ ଗୁଣ୍ଡ, ଲଙ୍କା ଗୁଣ୍ଡ, ଲୁଣ, ଟମାଟୋ ସସ୍‌, ଚିଲି ସସ୍‌, ଖାଇବା କଲର୍‌, ଗରମ ମସଲା ଗୁଣ୍ଡ ଓ ତେଲ।

Ratna Bhandara
Ratna Bhandara: ରତ୍ନ ଭଣ୍ଡାର ନେଇ ଆସିଲା ବଡ଼ ଅପଡେଟ୍ ; ଗୃହରେ କ’ଣ କହିଲେ ମନ୍ତ୍ରୀ

ଶେଷ ଥର ୧୯୭୮ରେ ରତ୍ନଭଣ୍ଡାର ଗଣତି ମଣତି ହୋଇଥିଲା। ବିଜେଡି ବିଧାୟକ ତୁଷାରକାନ୍ତି ବେହେରାଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ।

Schezwan prawn
Food and Recipe: କିଛି ମିନିଟ୍‌ରେ ବନାଇ ପାରିବେ ଶେଜୱାନ୍‌ ଚିଙ୍ଗୁଡ଼ି

କିଛି ମିନିଟ୍‌ ବନାଇ ପାରିବେ ଶେଜୱାନ୍‌ ଚିଙ୍ଗୁଡ଼ି

Ration card
Ration card: ରାସନକାର୍ଡ ହିତାଧିକାରୀଙ୍କ ପାଇଁ ଖୁସି ଖବର; ପୁଣି ବଢ଼ିଲା e-KYC ଅବଧି

୩୧ ମାର୍ଚ୍ଚ ଯାଏଁ ବଢ଼ିଲା e-KYC ଅପ୍ ଡେଟ୍ ଅବଧି। ୫ମ ଥର ପାଇଁ e-KYC ଅବଧି ବଢ଼ାଇଲେ ରାଜ୍ୟ ସରକାର। ଏନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି।

Sura Routray
Sura Routray Returns: ଫେରିଲେ ସୁର ... ଏବେ ପୁଣି ଶୁଭିବ ‘Congress Coming’

କଂଗ୍ରେସ ସର୍ବକ୍ଷମା ଆଣିବା ପରେ ଆଜି ମୁଣ୍ଡିଆ ମାରି, ନଡ଼ିଆ ଭାଙ୍ଗି, କଂଗ୍ରେସ ପତାକା ବେକରେ ପକାଇ ପୁଣି କମ୍ ବ୍ୟାକ୍‌ କରିଛନ୍ତି ସୁର। କଂଗ୍ରେସ ଭବନରେ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟ ବାପାକୁ ସ୍ୱାଗତ ଜଣାଇବା ସହ ପାଛୋଟି ନେଇଛନ୍ତି।

‘ସମ୍ବାଦ’ରୁ ସାମ୍ବାଦିକତା କ୍ୟାରିଅର ଆରମ୍ଭ କରିଥିଲେ। ପରେ ଖବରକାଗଜ ‘ସଞ୍ଚାର’ରେ କିଛି ବର୍ଷ କାମ କରିବା ପରେ ୨୦୧୫ରେ ‘ଓଡ଼ିଶା ରିପୋର୍ଟର’ରେ ଯୋଗ ଦେଇଥିଲେ। କ୍ରାଇମ୍, ରାଜନୀତି, ସ୍ପେଶାଲ ଷ୍ଟୋରି, ଫିଚର ଓ ଡେଭଲପିଂ ବିଟ୍ ନ୍ୟୁଜରେ ତାଙ୍କର ସ୍ୱତନ୍ତ୍ର ରୁଚି ରହିଛି ।