• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Business Updates

Sports Budget
Budget 2024: ଖେଲୋ ଇଣ୍ଡିଆକୁ କ୍ରୀଡା ବଜେଟର ସିଂହଭାଗ ରାଶି

ଭାରତ ସରକାରଙ୍କ ଫୋକସରେ ଖେଲୋ ଇଣ୍ଡିଆ । କ୍ରୀଡା ବଜେଟରେ ଖେଲୋ ଇଣ୍ଡିଆକୁ ମିଳିଲା ସିଂହଭାଗ ରାଶି ।

Old Age Pensions
ଖୁସି ଖବର: ସାମାଜିକ ସୁରକ୍ଷା ଭତ୍ତା ହେବ ୩୫ ଶହ ଟଙ୍କା...

ବଢିଲା ଭତ୍ତା । ସାମାଜିକ ସୁରକ୍ଷା ଭତ୍ତା ବଢାଇଲେ ସରକାର । ସାମାଜିକ ସୁରକ୍ଷା ଭତ୍ତା ହେବ ୩ ହଜାର ୫ଶହ ଟଙ୍କା  ।

BSKY
BSKY ଜାଗାରେ GJAY ! ମାଗଣା ଚକ୍ଷୁ ଚିକିତ୍ସା ପାଇଁ ଦିବ୍ୟଦୃଷ୍ଟି ଯୋଜନା...

ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଆରମ୍ଭ ହେବ । ଏଥିପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ ହୋଇଛି । କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ରହିଛି । ଏବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି ।

Jashoda Yojana
ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’; ଖର୍ଚ୍ଚ ହେବ ୮୩ କୋଟି...

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ହୋଇଛି ‘ଯଶୋଦା’ । ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା କରାଯାଇଛି ।

CM Kissan Scheme
୨ ଲକ୍ଷ ୬୫ ହଜାର କୋଟିର ବଜେଟ ! CM କିଶାନ ପାଇଁ ଖର୍ଚ୍ଚ ହେବ ୧୯୩୫ କୋଟି

ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ ।

Odisha Budget 2024
ଆସିଲା ରାଜ୍ୟ ବଜେଟ୍, ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି

୨୦୨୩-୨୪ ତୁଳନାରେ ଏହି ବଜେଟର ପରିମାଣ ୧୫% ଅଧିକ ।

gold necklace
Gold Price Today 25th July 2024: ପୁଣି କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ସୁନା ଦରରେ ଲାଗିଲା ରୋକ୍ । କମିଲା ସୁନା ଦର । ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦରରେ ପରିବର୍ତ୍ତନ ରହିଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।

Budget
ରାଜ୍ୟବାସୀଙ୍କୁ କ’ଣ ଭେଟି ଦେବେ ମୋହନ ସରକାର? କେଉଁ କ୍ଷେତ୍ରକୁ ମିଳିବ ସର୍ବାଧିକ ପ୍ରାଧାନ୍ୟ

ନୂଆ ସରକାର, ନୂଆ ବଜେଟ୍ । ପ୍ରଥମ ଥର ପାଇଁ ବିଜେପି ସରକାର ରାଜ୍ୟରେ ଶାସନକୁ ଆସିବା ପରେ ଆସୁଛି ବଜେଟ୍ ।

Gold Price Today
Gold Price Today 24th July 2024: ୩୫୦୦ ଟଙ୍କା କମିଲା ସୁନା ଦର, ଡେରି ନକରି କିଣି ଆଣନ୍ତୁ ଗହଣା

ସୁନା ଦରରେ ଲାଗିଲା ରୋକ୍ । କମିଲା ସୁନା ଦର । କଟକ ଓ ଭୁବନେଶ୍ୱରରେ ସୁନା ଦର ୩୫୦୦ ଟଙ୍କା ହ୍ରାସ ପାଇଛି ।

Budget
ନୂଆ ଆୟକର ବ୍ୟବସ୍ଥାରେ ସଂଶୋଧନ, ୫୦ ହଜାରରୁ ୭୫ ହଜାରକୁ ବଢ଼ିଲା ଷ୍ଟାଣ୍ଡାର୍ଡ ଡିଡକ୍ସନ୍

ସୀମା ଶୁଳ୍କ ହ୍ରାସ ପରେ ଶସ୍ତା ସୁନା, ରୁପା, ପ୍ଲାଟିନମ୍, ମୋବାଇଲ ଫୋନ୍ ।

Budget
କଷ୍ଟମ ଡ୍ୟୁଟି ହ୍ରାସ ପରେ ଶସ୍ତା ହେଲା ସୁନା-ରୁପା-ପ୍ଲାଟିନମ୍

ଜିଏସଟି ଲାଗୁ ହେବା ପରେ ସୀମା ଶୁଳ୍କରେ ପ୍ରଥମଥର ପାଇଁ ବଡ ଧରଣର ପରିବର୍ତ୍ତନ ଆଣିଛନ୍ତି ସରକାର।

Budget
ମୋଦି 3.0ର ୯ ସୂତ୍ରୀ ପ୍ରଥମ ବଜେଟ୍, ମଧ୍ୟବିତ୍ତ ଓ ଯୁବବର୍ଗଙ୍କୁ ଅଧିକ ଗୁରୁତ୍ୱ

ନିଯୁକ୍ତି ଓ ଦକ୍ଷତା ବିକାଶ ପାଇଁ ପିଏମଙ୍କ ୨ ଲକ୍ଷ କୋଟିର ପ୍ୟାକେଜ୍ । ବିହାର-ଆନ୍ଧ୍ର ଉପରେ ଯୋଜନା ବର୍ଷାକୁ ନେଇ ତେଜିଲା ରାଜନୀତି ।

Budget
ବଜେଟ୍‌ରେ ୯ ଦିଗ ଉପରେ ସରକାର ଦେଇଛନ୍ତି ଅଧିକ ଗୁରୁତ୍ୱ, ଜାଣନ୍ତୁ...

ବଜେଟ୍‌ରେ କିଛି ଜିନିଷକୁ ଶସ୍ତା କରି ଦିଆଯାଇଛି । ମୋବାଇଲ, ଚାର୍ଜର, ବ୍ୟାଟେରୀ ସହ ସୋଲାର ପ୍ୟାନେଲ, ସାମୁଦ୍ରିକ ଉତ୍ପାଦ ମଧ୍ୟ ଶସ୍ତା ହେବ । ଶସ୍ତା ହେବ ସୁନା, ରୁପା ଓ ପ୍ଲାଟିନମ୍ । ସୁନା, ରୁପା, ପ୍ଲାଟିନମ ଉପରୁ କଷ୍ଟମ ଡ୍ୟୁଟି କମିବ ।

Gold Rate
ବଜେଟ୍ ଆଣିଲା ଖୁସି ଖବର; କମିଲା ସୁନା-ରୂପା ଦର, ଜାଣନ୍ତୁ କେତେ

କିଛିଦିନ ତଳେ ଲଗାତାର ହୁ ହୁ ହୋଇ ବଢ଼ୁଥିଲା ସୁନାଦର । ଗହଣା ପ୍ରିୟ ଭାରତୀୟଙ୍କର ଜୀବନ ନେଇ ଯାଇଥିଲା ସୁନାଦର ।

Budget 2024
ଓଡ଼ିଶା ପାଇଁ କ’ଣ ରହିଛି ନିର୍ମଳାଙ୍କ ବଜେଟ୍‌ରେ, ୨ଟି ବଡ଼ କଥା କହିଛନ୍ତି ଅର୍ଥମନ୍ତ୍ରୀ

ବଜେଟରେ ଓଡ଼ିଶା ପାଇଁ ବଡ଼ ଘୋଷଣା । ଓଡ଼ିଶା ଉପରେ ଦୁଇଟି କଥା କହିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

Budget 2024
ପ୍ରଥମ ଚାକିରି ପାଇଁ ମିଳିବ ଏତିକି ଟଙ୍କା, ସୀତାରମଣ କଲେ ବଡ଼ ଘୋଷଣା

ଲୋକସଭାରେ ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍‌ । ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୪-୨୫ ।

Budget 2024
ବଜେଟ୍‌-୨୦୨୪: କ’ଣ ହେଲା ଶସ୍ତା ? କ’ଣ ହେଲା ମହଙ୍ଗା ? ଜାଣନ୍ତୁ...

ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୪-୨୫। ଜାଣନ୍ତୁ କ’ଣ ହେଲା ଶସ୍ତା ? କଣ ହେଲା ମହଙ୍ଗା ?

Budget 2024
Budget 2024: ଆୟକର ସ୍ଲାବରେ ହେଲା ପରିବର୍ତ୍ତନ; ଜାଣନ୍ତୁ କେତେ ଆୟ ପାଇଁ ଦେବାକୁ ପଡ଼ିବ କେତେ ଟିକସ...

ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌-୨୦୨୪-୨୫। ଦେଶର କୋଟି କୋଟି ଟିକସଦାତାଙ୍କୁ ବଡ଼ ଆଶ୍ୱସ୍ତି ଦେଇଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

 mobile phones
ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା; ଶସ୍ତା ହେବ ମୋବାଇଲ, ଚାର୍ଜର, ବ୍ୟାଟେରୀ...

ଆଜି ସଂସଦରେ ଉପସ୍ଥାପନ ହୋଇଛି କେନ୍ଦ୍ର ବଜେଟ୍‌ । ସେପଟେ ମୋବାଇଲ, ମୋବାଇଲ ଚାର୍ଜର, ବ୍ୟାଟେରୀକୁ ନେଇ ବଡ଼ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ।

 PM Awas Yojna
କେନ୍ଦ୍ର ବଜେଟ୍‌-୨୦୨୪; ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବଢ଼ିଲା

ପିଏମ୍‌ ଆବାସ ଯୋଜନା ଅଧୀନରେ ୩ କୋଟି ଅତିରିକ୍ତ ଗୃହ ନିର୍ମାଣ କରିବାକୁ ଘୋଷଣା କରିଛନ୍ତି ସରକାର ।  ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ନିର୍ମାଣ ନେଇ ବଡ଼ ଘୋଷଣ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ।

Union Budget
ଖୋଲିଲା ନିର୍ମଳାଙ୍କ ବଜେଟ୍‌ ପେଡ଼ି; ୫ ବର୍ଷରେ ମିଳିବ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି...

ଲୋକସଭାରେ ଉପସ୍ଥାପନ ହେଲା କେନ୍ଦ୍ର ବଜେଟ୍‌ । ବଜେଟ ଉପସ୍ଥାପନ କଲେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । 

Budget
କେନ୍ଦ୍ର ବଜେଟ୍‌-୨୦୨୪; ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ..ଦେଖନ୍ତୁ ଫଟୋରେ ଖବର

ଉପସ୍ଥାପିତ ହେଲା ବଜେଟ୍‌-୨୦୨୪। ଏହା ଏନଡିଏ ସରକାରର ତୃତୀୟ ପାଳିର ପ୍ରଥମପୂର୍ଣ୍ଣାଙ୍ଗ ବଜେଟ୍। ସପ୍ତମ ଥର ପାଇଁ ଦେଶର ଆୟ-ବ୍ୟୟର ହିସାବ ରଖୁଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତରମଣ।

Union Budget
Union Budget 2024 Live Updates: ମୋଦି ସରକାରଙ୍କ ତୃତୀୟ ପାଳିର ପ୍ରଥମ ବଜେଟ୍...କାହା ପାଇଁ ରହିଛି କ’ଣ...

୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ

Budget
ଆଜି ପୂର୍ଣ୍ଣାଙ୍ଗ କେନ୍ଦ୍ର ବଜେଟ୍; ନିର୍ମଳାଙ୍କ ପେଡ଼ି ଉପରେ ନଜର

ମୋଦି ସରକାରର ତୃତୀୟପାଳିର ପ୍ରଥମ ବଜେଟ୍ ରୁ ଏମିତି କିଛି ଆଶା ରଖିଛି ଶିଳ୍ପ ଜଗତ। ବଜେଟରୁ ବଡ଼ ଆଶା ରଖିଛି ପର୍ଯ୍ୟଟନ କ୍ଷେତ୍ର।

ven ajahn siripanyo
ଆଶ୍ଚର୍ଯ୍ୟ ! ୪୦ ହଜାର କୋଟିର ସମ୍ପତ୍ତି ଛାଡ଼ିଲେ, ବନିଲେ ସନ୍ୟାସୀ; ଜାଣନ୍ତୁ କାହିଁକି...

ବାପା ଜଣେ ବଡ଼ ଶିଳ୍ପପତି । କିନ୍ତୁ ପୁଅ ଆପଣାଇନେଲେ ଭିକ୍ଷୁକଙ୍କ ରାସ୍ତା । ତେବେ ଆସନ୍ତୁ ଜାଣିବା ସେମିତି ଏକ ବ୍ୟକ୍ତିଙ୍କର କାହାଣୀ...

  • Sunday, 21 July 2024
  • Monk