ରକେଟ୍ ବେଗରେ ବଢୁଥିବା ସୁନା ଦରରେ ଲାଗିଲା ବ୍ରେକ୍। ଧନତେରାସ୍ ବେଳକୁ ନିଆଁ ଲାଗିଥିବା ସୁନା ବଜାରରେ ଆଶ୍ବସ୍ତି । ବାହାଘର ସିଜନ୍ ଆଗରୁ ଚମକିଲା ସୁନା ।
ଆଗକୁ ଆସୁଛି ବିବାହଋତୁ,ସେଥିପାଇଁ ସୁନା ଦୋକାନରେ ଅଧିକ ଗହଳି ଦେଖିବାକୁ ମିଳିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ଗ୍ଲୋବାଲ ବ୍ରୋକରେଜ୍ ଫାର୍ମ Emkey Global ଆଶା ରଖିଛି ଯେ ଟ୍ରମ୍ପଙ୍କ ବିଜୟ ସେୟାର ବଜାର ଉପରେ ସକରାତ୍ମକ ପ୍ରଭାବ ପକାଇବ ।
ଆଜି ସୋମବାର କାରବାର ଆରମ୍ଭରୁ ବମ୍ବେ ଷ୍ଟକ୍ ଏକ୍ସଚେଞ୍ଜରେ ବଡ଼ ଧରଣର ହ୍ରାସ ଦେଖିବାକୁ ମିଳିଛି। ଦିନ ୧୧ଟା ୧୫ ସୁଦ୍ଧା ବିଏସଇ ସୂଚକାଙ୍କରେ ୧୪୩୩ ଦଶମିକ ୬୧ ପଏଣ୍ଟ ହ୍ରାସ ପାଇ ୭୮ ହଜାର ୨୯୦ରେ ପହଞ୍ଚିଥିଲା।
ପାରାଦୀପ ସମୁଦ୍ରରୁ ଧରା ହେଉଥିବା ମାଛ ଏଣିକି ‘ପାରାଦୀପ ବ୍ରାଣ୍ଡ’ରେ ବିକ୍ରି ହୋଇପାରେ ବିଦେଶରେ ।
ଏବେ ଚାଲିଛି ପାର୍ବଣ ଋତୁ। ସୁନା ଦୋକାନରେ ଅଧିକ ଗହଳି ଦେଖିବାକୁ ମିଳିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ଆଜି ସୁଖ ଓ ସମୃଦ୍ଧିର ପର୍ବ ଧନ ତ୍ରୟୋଦଶୀ ବା ଧନତେରସ୍ । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା ଏଆଇ କ୍ଷେତ୍ରରେ ଅଗ୍ରଣୀ ଭୂମିକା ଗ୍ରହଣ କରିବ ଭାରତ। ଦେଶରେ ଓପନ ସୋର୍ସ ଏଆଇ ଇନୋଭେସନ୍, R&D ଏବଂ ଦକ୍ଷତା ବିକାଶକୁ ଆଗେଇ ନେବା ପାଇଁ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ନେଇଛି ବଡ଼ ପଦକ୍ଷେପ।
ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ବିଦେଶୀ ପର୍ଯ୍ୟଟକମାନେ ୩୬୫ ଦିନ ପୂର୍ବରୁ ଆଡଭାନ୍ସ ବୁକିଂ କରିପାରିବେ । ଏହି ନୂଆ ନିୟମ ନଭେମ୍ବର ୧ରୁ ଲାଗୁ ହେବ ।
ପୁଣି ବଢୁଛି ଚାହିଦା, ବଢୁଛି ଉତ୍ସାହ । ଭାରତୀୟ ବଜାରରେ ଦୁଇ ଚକିଆ ଯାନ ଓ ଚାରି ଚକିଆ ଯାନର ଚାହିଦା ଧୀରେ ଧୀରେ ବୃଦ୍ଧି ପାଉଛି ।
ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ଟାଟା ଟ୍ରଷ୍ଟର ନୂତନ ଚେୟାରମ୍ୟାନ ହେଲେ ନୋଏଲ ଟାଟା। ରତନ ଟାଟାଙ୍କ ମୃତ୍ୟୁ ପରେ ନୋଏଲଙ୍କୁ ଏହି ଦାୟିତ୍ୱ ଦିଆଯାଇଛି। ରତନ ଟାଟାଙ୍କର ସମ୍ଭାବ୍ୟ ଉତ୍ତରାଧିକାରୀମାନଙ୍କ ମଧ୍ୟରେ ନୋଏଲ ଟାଟା ଆଗରେ ରହିଥିଲେ।
ଲଗାତର ଦଶମ ଥର ପାଇଁ ପ୍ରମୁଖ ସୁଧ ହାରରେ କୌଣସି ପରିବର୍ତ୍ତନ କରାଯାଇନି। ୬.୫ ପ୍ରତିଶତରେ ସ୍ଥିର ରହିଛି ରେପୋ ରେଟ୍।
ସୁନା ଦରରେ ଗତ କିଛି ମାସ ହେବ ବ୍ରେକ୍ ଲାଗିଥିବା ବେଳେ ପୁଣି ଥରେ ସୁନା ଦର ବୃଦ୍ଧି ପାଇବାରେ ଲାଗିଛି । ତେବେ ସୁନା କିଣିବାକୁ ଯାଉଥିଲେ ନଜର ପକାନ୍ତୁ ଆଜି କେତେ ରହିଛି ସୁନା ଦର ।
ପାର୍ବଣ ଋତୁରେ ବଢ଼ିଲା ସୁନା ଦର । ଏବେ ଆକାଶଛୁଆଁ ହେବାକୁ ଲାଗିଛି ସୁନା ଦର । ୨୪ କ୍ୟାରେଟ୍ ସୁନା ଦର ୭୭ ହଜାରରୁ ଅଧିକରେ ପହଞ୍ଚିଛି ସୁନା ଦର ।
ଇସ୍ରାଏଲ ଏବଂ ଇରାନ ମଧ୍ୟରେ ତିକ୍ତତା ଲାଗିରହିଛି। ଏହାର ପ୍ରଭାବ ସିଧାସଳଖ ଅଶୋଧିତ ତୈଳ ମୂଲ୍ୟ ଉପରେ ପଡିଛି। ଯାହ ଫଳରେ ତେଲ ବଜାରରେ ନିଆଁ ଲାଗିଛି।
ଦିନେ ଓଟିଭିରେ ଘୁଷୁରୀ ଚାଷ ସମ୍ପର୍କରେ ଏକ ଖବର ଦେଖିଥିଲେ କୃତାର୍ଥ । ପରେ ସେହି ଖବରରୁ ପ୍ରେରଣା ପାଇ ଘୁଷୁରୀ ଚାଷ ଆରମ୍ଭ କରିଥିଲେ । ଯାହା ଆଜି ତାଙ୍କୁ ସ୍ୱତନ୍ତ୍ର ପରିଚୟ ଦେଇପାରିଛି ।
ମାସ ଆରମ୍ଭରୁ ଗ୍ରାହକଙ୍କୁ ଝଟକା। ବଢିଲା ଏଲପିଜି ଗ୍ୟାସ ସିଲିଣ୍ଡରର ମୂଲ୍ୟ । ତୈଳ କମ୍ପାନୀଗୁଡିକ ଏଲପିଜି ସିଲିଣ୍ଡରର ମୂଲ୍ୟ ବୃଦ୍ଧି କରିଛନ୍ତି।
ଏହି କାର୍ଯ୍ୟକ୍ରମରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ, ବାଣିଜ୍ୟ ଓ ପରିବହନ ତଥା ଇସ୍ପାତ ଓ ଖଣିମନ୍ତ୍ରୀ ବିଭୂତି ଭୂଷଣ ଜେନା ଏବଂ ଅଭିନେତ୍ରୀ, ମଡେଲ ତଥା କୋରିଓ ଗ୍ରାଫର ଡେଜି ଶାହ ସମ୍ମାନିତ ଅତିଥି ଭାବେ ଯୋଗ ଦେଇଥିଲେ ।
ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତେଲ ଦର ଗତ କିଛି ସପ୍ତାହ ହେଲା କମିଛି । ଏହାଦ୍ବାରା ପେଟ୍ରୋଲ ଓ ଡିଜେଲ ଦର ଲିଟର ପିଛା ୨ରୁ ୩ ଟଙ୍କା କମିପାରେ ।
ଓଟିଭି ବିଜିନେସ୍ ଓଡିଶା ଆୱାର୍ଡସ୍-୨୦୨୪ର ଏ ହେଉଛି ଦ୍ୱିତୀୟ ସଂସ୍କରଣ । ଶିକ୍ଷା, ସ୍ୱାସ୍ଥ୍ୟ, ଜୁଏଲେରୀ, ବ୍ୟବସାୟ, ମାନୁଫାକଚରିଂ ଏବଂ ରିୟଲ୍ ଇଷ୍ଟେଟ୍, ଏମିତି ୬ଟି କାଟାଗୋରୀରେ ଓଡ଼ିଶାକୁ ସମୃଦ୍ଧି ପଥରେ ଆଗେଇ ନେଇଥିବା ସଂସ୍ଥାର ଗୁଣାତ୍ମକ ଉତ୍ପାଦ ଏବଂ ଲୋକାଭିମୁଖୀ ସେବାକୁ ଚିହ୍ନିବା ଏବଂ ଗୋଟିଏ ପ୍ଲାଟଫର୍ମରେ ସେମାନଙ୍କୁ ସମ୍ମାନିତ କରିବାକୁ ଯାଉଛି ଓଟିଭି ।

ପାର୍ବଣ ଋତୁରେ ବଢ଼ିଲା ସୁନା ଦର । ଏବେ ଆକାଶଛୁଆଁ ହେବାକୁ ଲାଗିଛି ସୁନା ଦର । ୭୦ ହଜାରରୁ ଅଧିକରେ ପହଞ୍ଚିଛି ସୁନା ଦର ।