Advertisment

ଅାଜି ପୁଣି ଥରେ ଟଙ୍କାର ମୂଲ୍ୟ ହ୍ରାସ

ମୁମ୍ବାଇ : ଅାଜି ପୁଣି ଥରେ ଟଙ୍କାର ମୂଲ୍ୟ ହ୍ରାସ। ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ସର୍ବକାଳୀନ ରେକର୍ଡ ସ୍ତରକୁ ହ୍ରାସ ହୋଇଛି। ଅାଜି ଟଙ୍କାର ମୂଲ୍ୟ ଡଲାର ତୁଳନାରେ ୨୩ ପଇସା ହ୍ରାସ ପାଇଛି। ଫଳରେ ଟଙ୍କାର ବିନିମୟ ମୂଲ୍ୟ ଡଲାର ତୁଳନାରେ ୭୦ ଟଙ୍କା ୮୨ ପଇସାକୁ ହ୍ରାସ ପାଇଛି। ମୁଖ୍ୟତଃ ବିଶ୍ୱ ବଜାରରେ ଭାରତୀୟ ଟଙ୍କା ତୁଳନାରେ ଅାମେରୀକୀୟ ଡଲାର ଚାହିଦା ବୃଦ୍ଧି ପାଇଛି। ବିଶ୍ୱବଜାରରେ ଅଶୋଧିତ ତୈଳଦର ବୃଦ୍ଧି ପାଇଥିବାରୁ […]

ଅାଜି ପୁଣି ଥରେ ଟଙ୍କାର ମୂଲ୍ୟ ହ୍ରାସ

rupees2-up

Advertisment

ମୁମ୍ବାଇ : ଅାଜି ପୁଣି ଥରେ ଟଙ୍କାର ମୂଲ୍ୟ ହ୍ରାସ। ଡଲାର ତୁଳନାରେ ଟଙ୍କାର ବିନିମୟ ମୂଲ୍ୟ ସର୍ବକାଳୀନ ରେକର୍ଡ ସ୍ତରକୁ ହ୍ରାସ ହୋଇଛି। ଅାଜି ଟଙ୍କାର ମୂଲ୍ୟ ଡଲାର ତୁଳନାରେ ୨୩ ପଇସା ହ୍ରାସ ପାଇଛି।

Advertisment

publive-imageଫଳରେ ଟଙ୍କାର ବିନିମୟ ମୂଲ୍ୟ ଡଲାର ତୁଳନାରେ ୭୦ ଟଙ୍କା ୮୨ ପଇସାକୁ ହ୍ରାସ ପାଇଛି। ମୁଖ୍ୟତଃ ବିଶ୍ୱ ବଜାରରେ ଭାରତୀୟ ଟଙ୍କା ତୁଳନାରେ ଅାମେରୀକୀୟ ଡଲାର ଚାହିଦା ବୃଦ୍ଧି ପାଇଛି। ବିଶ୍ୱବଜାରରେ ଅଶୋଧିତ ତୈଳଦର ବୃଦ୍ଧି ପାଇଥିବାରୁ ଡଲାର ମୂଲ୍ୟ ବୃଦ୍ଧି ପାଇଥିବା କୁହାଯାଉଛି। ବିଶ୍ୱ ବଜାରରେ ଅନ୍ୟ ରାଷ୍ଟ୍ରର ମୁଦ୍ରା ତୁଳନାରେ ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ପାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ