/odishatv-khabar/media/post_attachments/uploadimage/library/16_9/16_9_0/coronavirus-3_1625145407.jpg)
coronavirus
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୪୭,୬୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୮୪ ଲକ୍ଷ ୧୧ ହଜାର ୭୨୪କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
Advertisment
ସେହିପରି ଦିନକରେ ୬୭୦ ଜଣଙ୍କ ମୃତ୍ୟୁ ହେବା ପରେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୨୪ ହଜାର ୯୮୫କୁ ବୃଦ୍ଧି ପାଇଛି। ବର୍ତ୍ତମାନ ସୁଦ୍ଧା ମୋଟ ଆକ୍ଟିଭ୍ କେସ୍- ୫,୨୦,୭୭୩ ରହିଥିବା ବେଳେ ୭୭,୬୫,୯୬୬ ସୁସ୍ଥ ହୋଇସାରିଲେଣି। ୨୪ ଘଣ୍ଟାରେ ଦେଶର ୫୪,୧୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)