Advertisment

ଭୁବନେଶ୍ୱରରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୋମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୧୦ଆକ୍ରାନ୍ତ ହୋଇଥିବା ବେଳେ ୨୧୯ଜଣ ଲୋକାଲ କେସ୍ ରହିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଅଞ୍ଚଳରୁ କେତେ:- ଚନ୍ଦ୍ରଶେଖରପୁର- ୧୪, ପଟିଆ ଓ ନୟାପଲ୍ଲୀ ଅଞ୍ଚଳରୁ ୧୨ ଲେଖାଏଁ ମଞ୍ଚେଶ୍ୱର- ୧୧, ଓଲ୍ଡ୍ ଟାଉନ ଓ ଡୁମଡୁମାରୁ ୯ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। […]

author-image
Otv Khabar Bureau
ଅଦ୍ୟତନ ହୋଇଛି
ଭୁବନେଶ୍ୱରରୁ ୩୨୯ କରୋନା ଆକ୍ରାନ୍ତ ଚିହ୍ନଟ

corona

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୩୨୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୋମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୧୦ଆକ୍ରାନ୍ତ ହୋଇଥିବା ବେଳେ ୨୧୯ଜଣ ଲୋକାଲ କେସ୍ ରହିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ।

Advertisment

କେଉଁ ଅଞ୍ଚଳରୁ କେତେ:-

ଚନ୍ଦ୍ରଶେଖରପୁର- ୧୪, ପଟିଆ ଓ ନୟାପଲ୍ଲୀ ଅଞ୍ଚଳରୁ ୧୨ ଲେଖାଏଁ ମଞ୍ଚେଶ୍ୱର- ୧୧, ଓଲ୍ଡ୍ ଟାଉନ ଓ ଡୁମଡୁମାରୁ ୯ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଝାରପଡ଼ା- ୮, ବରମୁଣ୍ଡା ଓ ଚନ୍ଦ୍ରଶେଖରପୁର ଅଞ୍ଚଳରୁ ୭ ଲେଖାଏଁ, ଶୈଳଶ୍ରୀବିହାର-୮, ଆଚାର୍ଯ୍ୟ ବିହାର ଓ ୟୁନିଟ ୪ରୁ ୬ ଲେଖାଏଁ ଚିହ୍ନଟ ହୋଇଛନ୍ତି। ତେବେ ଆଜି ଭୁବନେଶ୍ୱରରୁ ୩୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୨୨୮୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୦ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୯୨୫୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏବେ ୩୫୦୨ ଜଣ ବିଭିନ୍ନ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି।

Advertisment
Advertisment
Advertisment