ମସ୍ତିଷ୍କର ଫ୍ରୋଣ୍ଟାଲ ଲୋବ୍ ଓ ବ୍ରେନ୍ ଷ୍ଟେମ୍ ଅଧିକ ପ୍ରଭାବିତ ହେବା ଆଶଙ୍କା
ଲକଡାଉନ୍ ଭୟରେ କର୍ମଚାରୀମାନେ କମ୍ପାନୀର ସବୁଠୁ ବଡ ଆସେମ୍ବଲି ସାଇଟ୍କୁ ଭାଙ୍ଗି ଦେଇଛନ୍ତି।
ବୋଷ୍ଟନ ୟୁନିଭର୍ସିଟିର ଲ୍ୟାବ୍ ପକ୍ଷରୁ କୃତ୍ରିମ ଉପାୟରେ ଏମିତି ଏକ କୋଭିଡ୍-୧୯ ଭାଇରସ୍ ତିଆରି କରାଯାଇଛି, ଯାହାକି କରୋନାର ସବୁ ପ୍ରଜାତି ତଥା ଭାରିଆଣ୍ଟଠୁ ବି ଅଧିକ ଘାତକ।
ଭାରତ ବାୟୋଟେକ୍ର ଟିକାକୁ ଡ୍ରଗ୍ସ କଣ୍ଟ୍ରୋଲରଙ୍କ ଅନୁମତି । ଏମରଜେନ୍ସି ବ୍ୟବହାର ପାଇଁ ଗ୍ରୀନ୍ ସିଗନାଲ ।
ତୁରନ୍ତ ଟିକା ନେବାକୁ ଲୋକଙ୍କୁ ନିବେଦନ କରିଛନ୍ତି କରିଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ
କରୋନା କାଳରେ ଜ୍ୱର ଉପଶମ ପାଇଁ ବ୍ୟବହୃତ ପାରାସିଟାମଲ ଟାବଲେଟ୍ ଡୋଲୋ- ୬୫୦ ବିକ୍ରି ପଛରେ ବଡ଼ ଧରଣର ଲାଞ୍ଚ କାରବାର । ଶହେ କି ଦୁଇ ଶହ ନୁହେଁ, ହଜାରେ କୋଟି ଟଙ୍କାର ଲାଞ୍ଚ ନେଣଦେଣ ଅଭିଯୋଗ ହୋଇଛି ।
ରାଜଧାନୀ ଦିଲ୍ଲୀକୁ ପୁଣି ଫେରିଲା କଟକଣା । ମାସ୍କ ନପିନ୍ଧିଲେ ଦିଲ୍ଲୀବାସୀଙ୍କୁ ଘରୁ ବାହାରିବା ମନା ।
ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩ ଲକ୍ଷ ୧୮ ହଜାର ୮୭୫କୁ ବୃଦ୍ଧି । ଆକ୍ଟିଭ୍ କେସ୍- ୫୮୫୧, ସୁସ୍ଥ ହେଲେଣି ୧୩ ଲକ୍ଷ ୩ ହଜାର ୮୨୩ ଜଣ ।
ଏବେ ସୁଦ୍ଧା କରୋନାରୁ ସୁସ୍ଥ ହେଲେଣି ୪ କୋଟି ୩୪ ଲକ୍ଷ ୮୪ ହଜାର ୧୧୦ ଜଣ ।
ରାୟଗଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୪୧ ଜଣ ଛାତ୍ରୀ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି..
ରାଜ୍ୟର ୮୭ ପ୍ରତିଶତ ଲୋକେ ବୁଷ୍ଟର ଡୋଜ୍ ନେଇ ନାହାଁନ୍ତି । ଅର୍ଥାତ୍ ରାଜ୍ୟର ୨ କୋଟି ୮୪ ଲକ୍ଷ ଲୋକ ବୁଷ୍ଟର ଡୋଜ୍ ନେଇ ନାହାଁନ୍ତି...
ପଶୁଙ୍କୁ ଦିଆଯିବ କରୋନା ଟିକା...୨ ବର୍ଷର କଠିନ ପରିଶ୍ରମ ପରେ ପ୍ରସ୍ତୁତ ହୋଇଛି ଆଙ୍କୋଭାକ୍ସ ଟିକା...
ବଲାଙ୍ଗିର ଗଛ ମୂଳେ ଚାଲିଛି କୋଭିଡ୍ ଭ୍ୟାକ୍ସିନେସନ୍ । ମାଗୁରପଡ଼ା ପଞ୍ଚାୟତର ବ୍ରାହ୍ମଣୀ ଡୁଙ୍ଗୁରୀ ଗାଁରେ ଗଛମୂଳେ ଲୋକଙ୍କୁ କୋଭିଡ୍ ଟିକା ଦେଲା ମେଡିକାଲ ଟିମ୍...
ରାଜ୍ୟରେ ସାମନ୍ୟ କମିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା...
ପୁଣି ଚିନ୍ତା ବଢ଼ାଉଛି କରୋନା...
ବଢ଼ୁଛି କରୋନା ସଂକ୍ରମଣଙ୍କ ସଂଖ୍ୟା...୨୪ ଘଣ୍ଟାରେ ଏତିକି ଆକ୍ରାନ୍ତ ଚିହ୍ନଟ....
ଚିହ୍ନଟଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୧୦୪ ଜଣ ଆକ୍ରାନ୍ତ....
ଆଜି ରାଜ୍ୟରେ ୨୪ ଘଣ୍ଟାରେ ୧୦୧୧ ନୂଆ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ ୩ ଦିନ ହେଲା ୧୧ ଶହ ଉପରେ କରୋନା ଦୈନିକ ସଂକ୍ରମଣ...
ଖୋର୍ଦ୍ଧାରୁ ସର୍ବାଧିକ ୩୧୨ ଚିହ୍ନଟ ହୋଇଛନ୍ତି।
ବ୍ରହ୍ମପୁରରେ ମାସ୍କ ବାଧ୍ୟତାମୂଳକ...ବ୍ରହ୍ମପୁର ମହାନଗର ନିଗମ ପକ୍ଷରୁ ଏହି ନିର୍ଦ୍ଦେଶ ଦିଆଯାଇଛି ।
ଆଜି ୯୪୫ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ, କେବଳ ଖୋର୍ଦ୍ଧାରୁ ୩୭୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି...
ରାଜ୍ୟରୁ ଦୁଇ ତିନି ଦିନ ଭିତରେ ସରିଯିବ କୋଭିସିଲ୍ଡ ଟିକା...
ଗତ ୭ ସପ୍ତାହରେ କରୋନା କେସ୍ ଓ ମୃତ୍ୟୁ ସଂଖ୍ୟା ଯେଉଁଭଳି ଲଗାତାର ଭାବେ ବୃଦ୍ଧି ପାଉଛି, ତାହା ଚିନ୍ତାର କାରଣ ହୋଇଛି। ଗତ ୨୪ ଘଣ୍ଟାରେ ଦେଶରେ ୧୬,୯୩୫ ସଂକ୍ରମିତ ଚିହ୍ନଟ ହୋଇଛନ୍ତି।
ରାଜ୍ୟରେ ସାମାନ୍ୟ କମିଲା କରୋନା । ଦିନକରେ ୮୭୨ ଆକ୍ରାନ୍ତ ଚିହ୍ନଟ...