ଭୁବନେଶ୍ୱରୟ/ ନୟାଗଡ଼: କଣ୍ଟେନମେଣ୍ଟ ଜୋନ୍କୁ ନେଇ ଭୁବନେଶ୍ୱର ଡୁମୁଡୁମା ସୁବାସ ନଗର ବସ୍ତିରେ ଅସନ୍ତୋଷ ଦେଖାଦେଇଛି। କଣ୍ଟେନମେଣ୍ଟ ଜୋନ୍ ଭିତରେ ମିଳୁଥିବା ସାମଗ୍ରୀ ଦର ଅତ୍ୟଧିକ ରହୁଥିବା ଲୋକେ ଅଭିଯୋଗ କରିଛନ୍ତି। ଶ୍ରମିକ ଶ୍ରେଣୀ ଲୋକ ଏତେ ଦର ଦେଇ ସାମଗ୍ରୀ କିଣିବାକୁ ଅସମର୍ଥ ବୋଲି ସେମାନେ କହିଛନ୍ତି। ସାମଗ୍ରୀ ଦର ଅଧିକ ଥିବାକୁ ଏହାର ପ୍ରତିବାଦରେ ଲୋକେ ହନୁମାନ ମନ୍ଦିର ନିକଟରେ ଏକାଠି ହୋଇ ହୋହଲ୍ଲା କରିଥିଲେ ଲୋକେ। ଘଟଣା ସ୍ଥଳରେ ପୁଲିସ୍ ପହଞ୍ଚି ସ୍ଥିତି […]
ଭୁବନେଶ୍ୱର: ବୟସ୍କଙ୍କୁ ମୃତ୍ୟୁ ମୁଖକୁ ଠେଲିଦିଅନ୍ତୁ ନାହିଁ। ବୟସ୍କଙ୍କ ପାଖକୁ ଗଲାବେଳେ ମାସ୍କ ପିନ୍ଧି ଯାଆନ୍ତୁ ବୋଲି ପରାମର୍ଶ ଦେଇଛନ୍ତି କୋଭିଡ୍ ମୁକାବିଲା କମିଟି ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗ୍ଚୀ। କରୋନା ନେଇ ରାଜ୍ୟ ସରକାରଙ୍କ ସାମ୍ବାଦିକ ସମ୍ମିଳନୀରେ ସମ୍ବୋଧନ କରି ଏପରି କହିଛନ୍ତି ବାଗ୍ଚୀ। ବୟସ୍କ ଲୋକଙ୍କ ପ୍ରତି ରହିଥିବା ବିପଦ କଥା ବୁଝାଇ ବାଗଚୀ କହିଛନ୍ତି, ବୟସ ବଢ଼ିଲେ ରୋଗ ପ୍ରତିରୋଧକ ଶକ୍ତି କମେ। ବିଭିନ୍ନ ରୋଗ ହୁଏ। ବିଶେଷତଃ ମଧୁମେହ, ରକ୍ତଚାପ, ଶ୍ୱାସ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜି ଏ ନେଇ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୯, ଖୋର୍ଦ୍ଧାରୁ ୧୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୧୬, ଜଗତସିଂହପୁରରୁ ୧୪, ବାଲେଶ୍ୱରରୁ ୭, କଟକରୁ ୬ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ସୂଚନା ଦେଇଛି ସ୍ୱାସ୍ଥ୍ୟ ବିଭାଗ। ଅନୁଗୁଳ, ଯାଜପୁର ଓ ପୁରୀରୁ ୪ ଜଣ ଲେଖାଏ […]
ନୂଆଦିଲ୍ଲୀ: ପତଞ୍ଜଳି ସଂସ୍ଥା ପକ୍ଷରୁ କରୋନାର ଚିକିତ୍ସା ପାଇଁ ଓଷଧ ବାହାର କରାଯାଇଥିବା ଦାବି ପରେ ନୋଟିସ ଜାରି କରିଛି ଉତ୍ତରାଖଣ୍ଡ ଆୟୁର୍ବେଦିକ ବିଭାଗ। ଇମ୍ୟୁନିଟି ବୁଷ୍ଟର, କାଶ ଓ ଜ୍ୱର ପାଇଁ ମେଡିସିନ୍ ପ୍ରସ୍ତୁତ ଲାଗି ପତଞ୍ଜଳିକୁ ଅନୁମତି ଦିଆଯାଇଥିଲା। କିନ୍ତୁ ସେମାନେ କରୋନା କିଟ୍ କେମିତି ପ୍ରସ୍ତୁତ କଲେ ବୋଲି ପ୍ରଶ୍ନ କରିଛନ୍ତି ଲାଇସେନ୍ସ ଅଧିକାରୀ। ପତଞ୍ଜଳି ପକ୍ଷରୁ ଦେଶ ପାଇଁ ନୂଆ ମେଡିସିନ୍ ପ୍ରସ୍ତୁତ କରାଯାଇଛି। ତେବେ ଏହା ପ୍ରଥମେ ଆୟୂଷ ମନ୍ତ୍ରାଳୟକୁ […]
ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ଆଣ୍ଟିବଡି ଟେଷ୍ଟ। ଆସନ୍ତା ସପ୍ତାହରେ ଓଡ଼ିଶାରେ ପହଞ୍ଚିବ ଆଣ୍ଟିବଡି ଟେଷ୍ଟ କିଟ୍। ICMR ଦ୍ୱାରା ଅନୁମୋଦିତ କିଟ୍ ଓଡ଼ିଶା ଆସି RMRCରେ ପହଞ୍ଚିବ। ବର୍ତ୍ତମାନ ଚାଲିଥିବା ଘରକୁ ଘର ହେଉଥିବା ସର୍ଭେରେ ଏହାକୁ ବ୍ୟବହାର କରାଯିବ। ତେବେ ଆସନ୍ତାକାଲି ଓଡ଼ିଶାରେ ଟେଷ୍ଟିଂ କେମିତି ହେବ ସେ ନେଇ ଏକ ଯୋଜନା ପ୍ରସ୍ତୁତ କରାଯିବ। ତେବେ ଓଡ଼ିଶାରେ ବର୍ତ୍ତମାନ ଗୋଷ୍ଠୀ ସଂକ୍ରମଣ ହୋଇନାହିଁ ବୋଲି ILS ନିର୍ଦ୍ଦେଶକ କହିଛନ୍ତି। ଏବେ ଯେଉଁ ସଂକ୍ରମିତ […]
ଇସଲାମାବାଦ: ପାକିସ୍ତାନ କ୍ରିକେଟ୍ ଜଗତ ପାଇଁ ପୁଣି ଖରାପ ଖବର ଆସିଛି। ଇଂଲଣ୍ଡ ଗସ୍ତ ପୂର୍ବରୁ ପାକ୍ର ଆଉ ୭ କ୍ରିକେଟର୍ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସୋମବାର ପାକିସ୍ତାନର ୩ କ୍ରିକେଟର୍ ଯଥା ଅଲ୍ରାଉଣ୍ଡର ଶାଦାବ ଖାନ, ବ୍ୟାଟ୍ସମ୍ୟାନ୍ ହାଇଦର ଅଲି ଏବଂ ଫାଷ୍ଟ ବୋଲର ହରିଶ ରୌଫ୍ଙ୍କୁ କରୋନା ନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଥିଲା ପାକିସ୍ତାନ କ୍ରିକେଟ ବୋର୍ଡ। ଆଜି ଆଉ ୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନେ ହେଲେ- […]
ନୂଆଦିଲ୍ଲୀ: ଗବେଷଣା ତଥ୍ୟ ଯାଞ୍ଚ ନହେଲା ପର୍ଯ୍ୟନ୍ତ ପତଞ୍ଜଳି ଆବିଷ୍କାର କରିଥିବା ଔଷଧର ପ୍ରସାର ପ୍ରଚାର କରିବା ଉପରେ ରୋକ ଲଗାଇଲେ କେନ୍ଦ୍ର ସରକାର। ଏନେଇ ଆୟୁଷ ମନ୍ତ୍ରାଳୟ ଏକ ଅଧିସୂଚନା ଜାରି କରି କମ୍ପାନୀକୁ ଗବେଷଣାର ସମସ୍ତ ତଥ୍ୟ ମାଗିବା ସହିତ ଔଷଧର କମ୍ପୋଜିସନ୍, ଆନୁଷ୍ଠାନିକ ଏଥିକ କମିଟି କ୍ଲିୟରାନ୍ସ, ସିଟିଆର୍ଆଇ ପଞ୍ଜିକରଣ, ପରୀକ୍ଷଣ କରାଯାଇଥିବା ଡାକ୍ତରଖାନା ବିଷୟରେ ତଥ୍ୟ ଓ ପରୀକ୍ଷଣର ସମ୍ପୂର୍ଣ୍ଣ ତଥ୍ୟ ମାଗିଛି। ତେବେ ଏହା ପୂର୍ବରୁ ଔଷଧର ପ୍ରଚାର ପ୍ରସାର […]
ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୧୨୫ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି। ଆଜି ସମସ୍ତ ଆରୋଗ୍ୟଙ୍କୁ ଡାକ୍ତରଖାନାରୁ ଡିସ୍ଚାର୍ଜ କରାଯିବ। ସର୍ବାଧିକ ୩୩ ଜଣ ଖୋର୍ଦ୍ଧାରୁ ସୁସ୍ଥ ହୋଇଥିବା ବେଳେ ପୁରୀରୁ ୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ବ୍ୟକ୍ତିମାନଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୩୩, ପୁରୀରୁ ୧୪, କଟକରୁ ୧୪, ମୟୂରଭଞ୍ଜରୁ ୧୩, ଗଞ୍ଜାମ ୧୦, […]
ହରିଦ୍ୱାର: କରୋନା ଭାଇରସ ପାଇଁ ଦୁଇଟି ଔଷଧ ଲଞ୍ଚ୍ କଲା ଦେଶର ଆୟୁରବେଦିକ କମ୍ପାନୀ ପତଞ୍ଜଳି। ଏହି ଔଷଧର ନାଁ କୋରୋନିଲ ଓ ଶ୍ୱାସରି ରଖାଯାଇଛି। ଔଷଧର ସଫଳ ପରୀକ୍ଷଣ ହୋଇଥିବା କମ୍ପାନୀ କହିବା ସହିତ ୭ ଦିନ ଭିତରେ କରୋନା ରୋଗ ଭଲ ହେବ ବୋଲି କମ୍ପାନୀ ପକ୍ଷରୁ ଦାବି କରାଯାଇଛି। ମଙ୍ଗଳବାର ଉତ୍ତରାଣ୍ଡରର ହରିଦ୍ୱାରରେ ଥିବା କମ୍ପାନୀର ମୁଖ୍ୟାଳୟରେ ଏହି ଔଷଧକୁ ଲଞ୍ଚ କରିଛନ୍ତି ଯୋଗ ଗୁରୁ ରାମ ଦେବ। ପୂର୍ବରୁ କରୋନା ଔଷଧ […]
ଇସ୍ଲାମାବାଦ: ପାକିସ୍ତାନର ୩ କ୍ରିକେଟର କୋଭିଡ୍-୧୯ ପଜିଟିଭ ଚିହ୍ନଟ ନେଇ ସୂଚନା ଦେଇଛି ପିସିବି (ପାକିସ୍ତାନ କ୍ରିକେଟ୍ ବୋର୍ଡ)। ଅଲ୍ରାଉଣ୍ଡର ଶାଦବ ଖାନ, ବ୍ୟାଟ୍ସମ୍ୟାନ୍ ହାଇଦର ଅଲି ଏବଂ ଫାଷ୍ଟ ବୋଲର ହରିଶ ରୌଫ୍ଙ୍କୁ କରୋନା ହୋଇଥିବା ନେଇ ସୂଚନା ଦେଇଛି ପିସିବି। ରାୱଲ୍ପିଣ୍ଡିରେ କୋଭିଡ୍ ଟେଷ୍ଟ କରିବା ପୂର୍ବରୁ ଏହି ତିନି ଖେଳାଳିଙ୍କ ଠାରେ କରୋନାର କୌଣସି ଲକ୍ଷଣ ଦେଖା ଦେଇନଥିଲା ବୋଲି ପିସିବି ଏକ ପ୍ରେସ୍ ବିଜ୍ଞପ୍ତି ଜାରି କରି ସୂଚନା ଦେଇଛି। ଏହାପରେ […]
ନୂଆଦିଲ୍ଲୀ: ୪ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଭାରତରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୧୦ ହଜାର ୪୬୧କୁ ବୃଦ୍ଧି ପାଇଛି। ଗତ ୨୪ ଘଣ୍ଟା ଭିତରେ ନୂଆ ୧୫ ହଜାର ୪୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୨୪ ଘଣ୍ଟା ଭିତରେ ୩୦୬ ଜଣଙ୍କର ଜୀବନ ଯାଇଛି। ଆଜି ସୁଦ୍ଧା ଭାରତରେ ସକ୍ରିୟ ଆକ୍ରାନ୍ତ ୧ ଲକ୍ଷ ୬୯ ହଜାର ୪୫୧ ଥିବାବେଳେ ସୁସ୍ଥ ହୋଇଛନ୍ତି ୨ ଲକ୍ଷ ୨୭ ହଜାର […]
ନୂଆଦିଲ୍ଲୀ: ପ୍ରବାସୀମାନଙ୍କୁ ଆତ୍ମନିର୍ଭର କରିବା ପାଇଁ ଗରିବ କଲ୍ୟାଣ ରୋଜଗାର ଅଭିଯାନର ଶୁଭ ଆରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଭିଡିଓ କନଫରେନ୍ସିଂରେ ଏହି ଅଭିଯାନର ଶୁଭାରମ୍ଭ କରୁଛନ୍ତି ମୋଦି। ବିହାର ଖଗଡ଼ିଆ ଜିଲ୍ଲା ତେଲିହାର ଗାଁରୁ ଯୋଜନାର ଶୁଭାରମ୍ଭ କରାଯାଉଛି। ପ୍ରବାସୀ ଶ୍ରମିକଙ୍କୁ ରୋଜଗାର ଦେବା ଲକ୍ଷ୍ୟରେ ଏହି ଅଭିଯାନ ଆରମ୍ଭ ହୋଇଛି। ଏଥିପାଇଁ ୫୦ ହଜାର କୋଟିର ବ୍ୟୟବରାଦ କରିଛନ୍ତି କେନ୍ଦ୍ର ସରକାର। ଏହି ଅଭିଯାନରେ ଦେଶର ୬ଟି ରାଜ୍ୟର ଯଥା ବିହାର, ଉତ୍ତର […]
ଭୁବନେଶ୍ୱର: ଶ୍ରମିକଙ୍କ ପାଇଁ କୋଭିଡ୍ କିଟ୍ କିଣାରେ ପୁଣି ବଡ଼ ଧରଣର ଦୁର୍ନୀତି ଅଭିଯୋଗ ଆଣିଛି କଂଗ୍ରେସ। ୩ ଶହ କୋଟି ଟଙ୍କାର ବାଟମାରଣା କରାଯାଇଥିବା କହି ସରକାରଙ୍କୁ ଟାର୍ଗେଟ କରିଛି ରାଜ୍ୟ କଂଗ୍ରେସ। ଏକ ସାମ୍ବାଦିକ ସମ୍ମିଳନୀରେ ପିସିସି କାର୍ଯ୍ୟକାରୀ ସଭାପତି ପ୍ରଦୀପ ମାଝୀ ଅଭିଯୋଗ କରିଛନ୍ତି- ଚଷମା, ଜୋତା, ଗ୍ଲୋଭ୍ସ, ହେଲ୍ମେଟ୍ ଓ ଜ୍ୟାକେଟ୍ କିଣାରେ ଏହି ଦୁର୍ନୀତି ହୋଇଛି। ଭୁବନେଶ୍ୱର ବମିଖାଲରେ ଥିବା ଭାରତ ଇଣ୍ଡଷ୍ଟ୍ରିଆଲ କର୍ପୋରେସନରୁ ୧୨ ଟଙ୍କାର ଚଷମାକୁ ୬୦ […]
ନୂଆଦିଲ୍ଲୀ: ଭାରତରେ କରୋନା ଭାଇରସ୍ ପ୍ରଭାବ କମିବାରେ ନାଁ ନେଉନାହିଁ। ଆଜି କରୋନା ଦିନକରେ ୧୩, ୫୮୬ ଆକ୍ରାନ୍ତ ହୋଇଥିବା ବେଳେ ୩୩୬ ଜଣଙ୍କ ଜୀବନ ଯାଇଛି। ଏଥିସହିତ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨, ୫୭୩କୁ ବୃଦ୍ଧି ହୋଇଛି। ୨୪ ଘଣ୍ଟା ମଧ୍ୟରେ ଏତେସଂଖ୍ୟାକ ମୃତ୍ୟୁ ଓ ଆକ୍ରାନ୍ତ ହେବା ସମସ୍ତଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୮୦ ହଜାର ୫୩୨ରେ […]
ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୯୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନେ ମଧ୍ୟରୁ କଟକରୁ ସର୍ବାଧିକ ୧୭ ଜଣ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା ଓ ଗଂଜାମରୁ ୧୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିଭଳି କନ୍ଧମାଳରୁ ୧୪, ମୟୂରଭଂଜରୁ ୯, ଯାଜପୁରରୁ ୭, ପୁରୀ ୫, ନୟାଗଡ଼ ୪, କେନ୍ଦ୍ରାପଡ଼ାରୁ ୩ ଜଣ ସୁସ୍ଥ ହୋଇଛନ୍ତି। ବରଗଡ଼ରୁ ୨, କେନ୍ଦୁଝରରୁ ୨, ଢେଙ୍କାନାଳରୁ ୧, ସୁନ୍ଦରଗଡ଼ରୁ ୧ ସୁସ୍ଥ ସହିତ ମୋଟ ୯୭ ସୁସ୍ଥ […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ଆଲୋଚନା ବେଳେ ୩ଟି ଦାବି ଉଠାଇଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ସ୍ତରୀୟ ଯୁକ୍ତ ୨ ପରୀକ୍ଷା ସରିବା ପରେ ହିଁ ଜାତୀୟ ସ୍ତରୀୟ ପ୍ରବେଶିକା ପରୀକ୍ଷା ହେଉ ବୋଲି ଦାବି ଉଠାଇଛନ୍ତି ମୁଖ୍ୟମନ୍ତ୍ରୀ। ଏଥିସହ ଉପସାଗରୀୟ ଦେଶମାନଙ୍କରେ ଏବେବି କିଛି ପ୍ରବାସୀ ଓଡ଼ିଆ ଫସି ରହିଛନ୍ତି। ତେଣୁ ସେମାନଙ୍କୁ ଫେରାଇ ଆଣିବା ଲାଗି କେନ୍ଦ୍ର ବ୍ୟବସ୍ଥା କରୁ ବୋଲି ଦାବି ରଖାଯାଇଛି। ତୃତୀୟ ଦାବି ରହିଛି, ଟ୍ରେନ୍ ଓ […]
ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ କରୋନାରେ ୧୦ ହଜାର ୯୭୪ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ମୃତ୍ୟୁ ସଂଖ୍ୟା ଗୋଟିଏ ଦିନରେ ୨ ହଜାର ପାର କରିଛି। ଗତ ୨୪ ଘଣ୍ଟାରେ ୨ ହଜାର ୩ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ମୋଟ୍ ସଂଖ୍ୟା ୧୧ହଜାର ୯୦୩କୁ ବୃଦ୍ଧି ପାଇଛି। ଆକ୍ରାନ୍ତଙ୍କ ସଂଖ୍ୟା ୩ ଲକ୍ଷ ୫୪ ହଜାର ୬୫କୁ ପହଞ୍ଚିଛି। ମହାରାଷ୍ଟ୍ର ଏବଂ ଦିଲ୍ଲୀରେ […]
ନୂଆଦିଲ୍ଲୀ: ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତୈନ୍ଦ୍ର ଜୈନ୍ଙ୍କୁ କରୋନ। ଆଜି ତାଙ୍କର କୋଭିଡ୍-୧୯ ରିପୋର୍ଟ ପଜିଟିଭ ଆସିଛି। ପ୍ରଥମେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା। ଦ୍ୱିତୀୟ ଥର ଟେଷ୍ଟ କରିବା ପରେ ରିପୋର୍ଟ ପଜିଟିଭ୍ ଆସିଛି। ସୋମବାର ଜୈନ୍ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ ସୋମବାର ରାତିରେ ରାଜୀବ ଗାନ୍ଧି ସୁପର ସ୍ପେଶାଲିଟି ହସ୍ପିଟାଲ୍ରେରେ ଭର୍ତ୍ତି କରାଯାଇଥିଲା। ଗତକାଲି ତାଙ୍କର କୋଭିଡ୍-୧୯ ରିପୋର୍ଟ ନେଗେଟିଭ୍ ଆସିଥିଲା। ଏନେଇ ଦିଲ୍ଲୀ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଥିଲା। ତେବେ ଆଜି […]
ଭୁବନେଶ୍ୱର: କରୋନା ସାମଗ୍ରୀ କିଣା ଦୁର୍ନୀତି ପ୍ରସଙ୍ଗରେ ଲୋକାୟୁକ୍ତଙ୍କ ଦ୍ୱାରସ୍ଥ ହେଲା କଂଗ୍ରେସ। ଲୋକୟୁକ୍ତଙ୍କ ନିକଟରେ କଂଗ୍ରେସ ପକ୍ଷରୁ ପିଟିସନ ଦାଖଲ କରାଯାଇଛି। ଆଠଟି ଦାବି ନେଇ କଂଗ୍ରେସ ବିଧାୟକ ସୁରେଶ ରାଉତରାୟ, ତାରା ପ୍ରସାଦ ବାହିନୀପତି, ପଞ୍ଚାନନ କାନୁନଗୋ, ଦଳର ମୁଖପାତ୍ର ସୁଦର୍ଶନ ଦାସ ପ୍ରମୁଖ ଲୋକାୟୁକ୍ତଙ୍କୁ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ମହାମାରୀ କରୋନା ସମୟରେ ରାଜ୍ୟରେ ହୋଇଥିବା ଦୁର୍ନୀତିର ଫର୍ଦ୍ଦାଫାସ ପାଇଁ ଦାବି କରିଛି କଂଗ୍ରେସ। ଅନ୍ୟ ରାଜ୍ୟମାନେ ବହୁତ କମ୍ ରେଟ୍ରେ ପିପିଇ, […]
ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ଆଉ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଏଣିକି ରାଜ୍ୟର ପ୍ରତି ପଞ୍ଚାୟତରେ କୋଭିଡ କେୟାର ହୋମ୍ ହେବ। ପ୍ରାଥମିକ ଲକ୍ଷଣ ଥିବା ଲୋକଙ୍କୁ ହସ୍ପିଟାଲ ନିଆନଯାଇ ଏହି କେୟାର ହୋମ୍ରେ ରଖାଯିବ। ଥଣ୍ଡା, ଜ୍ୱର, କାଶ ହେଉଥିବା ଲୋକଙ୍କୁ ପ୍ରଥମେ କୋଭିଡ୍ କେୟାର ହୋମ୍ରେ ରଖାଯିବ। ଟେଷ୍ଟ ରିପୋର୍ଟ ପଜିଟିଭ ଆସିଲେ ସଂପୃକ୍ତ ବ୍ୟକ୍ତିଙ୍କୁ କୋଭିଡ ହସ୍ପିଟାଲକୁ ନିଆଯିବ। ଏ ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ କେୟାର […]
ଭୁବନେଶ୍ୱର: ଆଜି ଭୁବନେଶ୍ୱର ସହରରେ ୧୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୭ରୁ ୧୪ ହୋମ୍ କ୍ୱାରେଣ୍ଟିନ, ୩ ଲୋକାଲ୍ କଣ୍ଟାକ୍ଟ କେସ୍ ଥିବା ଟ୍ୱିଟ୍ କରି ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ୩ ଲୋକାଲ କଣ୍ଟାକ୍ଟ କେସ୍ରୁ ୨ ପୁରୁଷ ଏବଂ ଜଣେ ମହିଳା, ନହରକଣ୍ଟା ଅଞ୍ଚଳରୁ ଜଣେ ୨୭ ବର୍ଷୀୟ ଯୁବକ ପଜିଟିଭ ଚିହ୍ନଟ ହୋଇଥିବା ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍ସି। ସେହିଭଳି କେନ୍ଦ୍ର ସରକାରଙ୍କ ଏକ ହସ୍ପିଟାଲର ଜଣେ କର୍ମଚାରୀ […]
ଭୁବନେଶ୍ୱର: ଆଜି ଆଉ ୭୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ କନ୍ଧମାଳରୁ ସର୍ବାଧିକ ୧୪ ଜଣ ସୁସ୍ଥ ହୋଇଥିବା ବେଳେ କେନ୍ଦୁଝରରୁ ୧୧ ଓ ଖୋର୍ଦ୍ଧାରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସେହିପରି ଭଦ୍ରକରୁ ୯, ଯାଜପୁରରୁ ୭, ମୟୂରଭଂଜରୁ ୬, ଗଞ୍ଜାମରୁ ୪ ଓ କଟକରେ ୩ ଜଣ ସୁସ୍ଥ ହୋଇଥିବା ବେଳେ ବାଲେଶ୍ୱର, ଜଗତସିଂହପୁର, ଝାରସୁଗୁଡ଼ା, […]
ଲଣ୍ଡନ: କରୋନା ମହାମାରୀ ସାରା ବିଶ୍ୱକୁ ଥରହର କରିଥିବା ବେଳେ ଏଭଳି ସମୟରେ ବ୍ରିଟେନରୁ ଆସିଛି ଭଲ ଖବର। ଏହି ରୋଗରେ ପୀଡ଼ିତ ରୋଗୀଙ୍କ ପାଇଁ ଫଳପ୍ରଦ ହୋଇପାରୁଛି ଡେକ୍ସାମେଥାସନ୍ ଔଷଧ। ପ୍ରତି ୩ ଜଣ ଗୁରୁତର କୋଭିଡ୍ ସଂକ୍ରମିତଙ୍କ ମଧ୍ୟରୁ ଜଣଙ୍କ କ୍ଷେତ୍ରରେ ଏ ଔଷଧ କାମ ଦେଉଥିବା ଏବଂ ରୋଗୀଙ୍କ ଜୀବନ ବଞ୍ଚାଇ ପାରୁଥିବା ବ୍ରିଟେନର ଚିକିତ୍ସାବିଜ୍ଞାନୀ ଦାବି କରିଛନ୍ତି। ଏହି ଔଷଧର କ୍ଲିନିକାଲ ଟ୍ରାଏଲ କରାଯାଇଛି। ଏହାକୁ କୋଭିଡ ରୋଗୀଙ୍କ ନିଦାନ କ୍ଷେତ୍ରରେ […]
ପୁରୀ: ପୁଣି ବଢ଼ିଲା ପ୍ରଭୁ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା ସମ୍ଭାବନା। ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ନିର୍ଦ୍ଦେଶ ଦେଇଛି ପୁରି ପୌରସଂସ୍ଥା। ୧୯ ସୁଦ୍ଧା ଉଠାଦୋକାନୀଙ୍କ କ୍ୟାବିନ ହଟାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ସିଂହଦ୍ୱାରରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡରୁ ଉଠିଯିବାକୁ ପୌର ସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବଡ଼ଦାଣ୍ଡରୁ ଉଠିଯିବାକୁ ମାଇକ ଯୋଗେ ଘୋଷଣା କରିଛି ପୁରୀ ପୌରସଂସ୍ଥା। ତେବେ ଏହି ଘୋଷଣା ପରେ ମହାପ୍ରଭୁଙ୍କ ରଥଯାତ୍ରା ହେବା ନେଇ ଆଶା ସଂଚାର ହୋଇଛି। ମଝିରେ ଆଉ ମାତ୍ର […]
ଭୁବନେଶ୍ୱର: ଦ୍ରୁତଗତିରେ ଆଗକୁ ମାଡୁଥିବା କରୋନାକୁ ଚେକ୍ ଦେବାକୁ ଆଜିଠାରୁ ସାରା ରାଜ୍ୟରେ ଆରମ୍ଭ ହୋଇଛି ଘରକୁ ଘର ସର୍ଭେ। ଏହା ଜୁଲାଇ ୩୧ ଯାଏଁ ଚାଲିବ ଯାଂଚ ବେଳେ କୌଣସି ବ୍ୟକ୍ତିଙ୍କଠାରେ ରୋଗର ଲକ୍ଷଣ ଦେଖାଗଲେ ସ୍ୱାବ୍ ନମୁନା ପରୀକ୍ଷା ପାଇଁ ପଠାଯିବ। ସେପଟେ କରୋନା କେସ୍ ଓ ସ୍ଥାନୀୟ ସଂକ୍ରମଣ ବଢୁଥିବାରୁ ଜିଲ୍ଲାସ୍ତରରେ କଟକଣା ଲଗାଯାଉଛି। ଏହି କ୍ରମରେ ଆଜିଠାରୁ ଖୋର୍ଦ୍ଧା ସବ୍ଡିଭିଜନ୍ରେ ଲାଗୁ ହୋଇଛି ୧୬ ଘଣ୍ଟିଆ ଶଟ୍ଡାଉନ୍। ଗଲା ୨୪ ଘଣ୍ଟା […]