ଦେଶରେ ସକ୍ରିୟ ଆକ୍ରାନ୍ତଙ୍କ ସଂଖ୍ୟା ୯୯ ହଜାର ୬୦୨କୁ ବୃଦ୍ଧି । ସୁସ୍ଥ ହେଲେଣି ୪ କୋଟି ୨୮ ଲକ୍ଷ ୮ ହଜାର ୬୬୬ ଆକ୍ରାନ୍ତ ।
୧୮ ଓ ତଦୁର୍ଦ୍ଧ ପ୍ରାପ୍ତ ବୟସ୍କଙ୍କ ପାଇଁ ଅନୁମତି । ୨ରୁ ୮ ଡିଗ୍ରୀ ସେଲସିୟସରେ ରହୁଥିବା ପ୍ରଥମ କୋଭିଡ୍ ଭ୍ୟାକ୍ସିନ୍ ।
ରାଜ୍ୟରେ ପୁଣି ଉପରମୁହାଁ ସଂକ୍ରମଣ,ଖୋର୍ଦ୍ଧାରେ ବଢ଼ୁଛି କରୋନା ରୋଗୀଙ୍କ ସଂଖ୍ୟା
ଭିଡ଼କୁ ନଯିବାକୁ, ସବୁ ବେଳେ ମାସ୍କ ପିନ୍ଧିବାକୁ ଲୋକଙ୍କୁ କୁହାଯାଇଛି।
କୋଭୋଭ୍ୟାକ୍ସ ଟିକାକୁ ନେଇ ସୁପାରିଶ କଲା DCGIର ବୈଷୟିକ ବିଶେଷଜ୍ଞ କମିଟି । ପୁଣେ ସ୍ଥିତ ସେରମ୍ ଇନ୍ଷ୍ଟିଚ୍ୟୁଟ୍ ଦ୍ୱାରା ବିକଶିତ ଟିକା କୋଭୋଭ୍ୟାକ୍ସ ୭ ରୁ ୧୧ ବର୍ଷ ପିଲାଙ୍କୁ ଦିଆଯିବା ନେଇ ସୁପାରିଶ ।
କରୋନା ସଂକ୍ରମଣ ବଢୁଥିବାରୁ ଟେଷ୍ଟିଂ ଓ ସର୍ଭେଲାନ୍ସ ଉପରେ ଗୁରୁତ୍ୱ ଦେବାକୁ ସ୍ବାସ୍ଥ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ।
କରୋନା ମୁକାବିଲା ନେଇ ଭାରତ ବାୟୋଟେକର ନାଜାଲ ଭ୍ୟାକ୍ସିନ୍ ସରିଲା ତୃତୀୟ ପରୀକ୍ଷଣ।
ଦେଶରେ ଚିହ୍ନଟ ନୂଆ କରୋନା ରୋଗୀଙ୍କ ମଧ୍ୟରୁ କେବଳ ୪ ହଜାର ୨୫୫ ଜଣ ମହାରାଷ୍ଟ୍ରରୁ ଚିହ୍ନଟ ହୋଇଛନ୍ତି, ଯାହାକି ଫେବ୍ରୁଆରୀ ୧୨ ପରେ ରାଜ୍ୟର ଦୈନିକ ସର୍ବାଧିକ ।
ଦେଶରେ ପୁଣି ମାତିଲାଣି କରୋନା ଆତଙ୍କ..
ଯେଉଁଠି କ୍ଲଷ୍ଟର ଆଉଟବ୍ରେକ ହେଉଛି, କଣ୍ଟାକ୍ଟ ଟ୍ରେସିଂ ସହ ଆଇସୋଲେଟ କରି ଟ୍ରିଟ୍ମେଣ୍ଟ କରିବାକୁ ଜିଲ୍ଲାମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।
କରୋନାକୁ ନେଇ ରାଜ୍ୟ ସ୍ୱାସ୍ଥ୍ୟ ନିର୍ଦ୍ଦେଶକଙ୍କ ସତର୍କ ସୂଚନା । କହିଲେ ସତର୍କ ହୁଅ, ମାସ୍କ ପିନ୍ଧ...
ଦେଶରେ କ୍ରମାଗତ ଭାବେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ ସଂଖ୍ୟା । ଦୈନିକ ସଂକ୍ରମଣ ସଂଖ୍ୟା ୧୨ ହଜାର ଟପିଥିବା ସୂଚନା...
ଦୈନିକ ସଂକ୍ରମଣ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଚତୁର୍ଥ ଲହରର ପଦଧ୍ୱନୀ ନୁହେଁ ତ ?
ଦେଶରେ ଆସିବ କି କୋଭିଡ୍ର ନୂଆ ଲହର ? କାରଣ ପୁଣି ଫଁ ଦେଖାଇଲାଣି ଅଦୃଶ୍ୟ ଭୂତାଣୁ । ଖେଳାଇଲାଣି ଆତଙ୍କ, ଗିଳିଲାଣି ଜୀବନ । ଲଗାତର ଦ୍ୱିତୀୟ ଦିନ ପାଇଁ ଦେଶରେ ଦୈନିକ ସଂକ୍ରମଣ ୭ ହଜାର ଉପରେ ରହିଛି । ଆଜି ଚିହ୍ନଟ ହୋଇଛନ୍ତି ୭ ହଜାର ୫୮୪ ନୂଆ ଆକ୍ରାନ୍ତ ।
ରାଜ୍ୟରେ ମଧ୍ୟ ଦିନକୁ ଦିନ ସଂକ୍ରମଣ ବଢୁଥିବା ପରିଲକ୍ଷିତ ହୋଇଛି । ଗତକାଲି ୩୧ ଆକ୍ରାନ୍ତ ହୋଇଥିବା ବେଳେ ଆଜି ୨୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତେବେ ମହାରାଷ୍ଟ୍ର ଓ କେରଳ ଭଳି ରାଜ୍ୟରେ ମହାମାରୀର ଦ୍ରୁତ ସଂକ୍ରମଣକୁ ଦେଖି ତତ୍ପର ହୋଇଛନ୍ତି ଓଡ଼ିଶା ସରକାର ।
କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ଦେଖି ଓଡ଼ିଶା ସରକାର ତତ୍ପର । ଟେଷ୍ଟିଂ ବୃଦ୍ଧି କରିବାକୁ ସବୁ ଜିଲ୍ଲାର ସିଡିଏମ୍ଓଙ୍କୁ ରାଜ୍ୟ ସରକାରଙ୍କ ନିର୍ଦ୍ଦେଶ ।
ସମସ୍ତ ପଦକ୍ଷେପ ନେବାକୁ ସବୁ ରାଜ୍ୟକୁ ଲେଖିଲେ ଚିଠି
ଦିନକରେ ଦେଶରେ ସଂକ୍ରମଣ ୪୦ ପ୍ରତିଶତ ବୃଦ୍ଧି । ଗୋଟିଏ ଦିନରେ ୭ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା।
ବିଶେଷଜ୍ଞଙ୍କ ମତରେ ଗୋଟିଏ ଦୁଇଟି ସ୍ଥାନରେ ଏଭଳି ସଂଖ୍ୟା ବଢିବ । ଟେଷ୍ଟିଂ, ଟ୍ରାକିଂ, ଟ୍ରିଟମେଣ୍ଟ, ଟୀକାକରଣ ଏବଂ କୋଭିଡ୍ ନିୟମ ମାନିଲେ ହିଁ ସମ୍ଭାବ୍ୟ ଚତୁର୍ଥ ଲହରକୁ ଏଡାଇ ଦିଆଯାଇପାରିବ ।
କଲେଜରେ ଫୁଟିଲା କରୋନା ବୋମା ।
ଦେଶରେ ପୁଣି ବଢ଼ୁଛି କରୋନା ସଂକ୍ରମଣ ସଂଖ୍ୟା...୨୪ ଘଣ୍ଟାରେ ୭ ହଜାର ୨୪୦ ନୂଆ ପଜିଟିଭ୍ ଚିହ୍ନଟ..
ମାସ୍କ ବାଧ୍ୟତାମୂଳକ । ନିୟମ ଉଲ୍ଲଂଘନ କଲେ ନୋ ଫ୍ଲାଏ ଲିଷ୍ଟରେ ରଖାଯିବାକୁ ନିଷ୍ପତ୍ତି ।