• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

bus
ଦେଶରେ ଖୁବଶୀଘ୍ର ଆରମ୍ଭ ହୋଇପାରେ ଯାତ୍ରୀ ପରିବହନ ସେବା

ନୂଆଦିଲ୍ଲୀ: ଦେଶରେ ଖୁବଶୀଘ୍ର ଆରମ୍ଭ ହୋଇପାରେ ଯାତ୍ରୀ ପରିବହନ ସେବା। କେତେକ ନିର୍ଦ୍ଧିଷ୍ଟ ନିୟମାବଳୀ ଭିତ୍ତିରେ ଯାନବାହନ ଚଳାଚଳ ଆରମ୍ଭ କରିବା ଲାଗି କେନ୍ଦ୍ର ସରକାର ବିଚାର କରୁଥିବା ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ନୀତିନ ଗଡ଼କରି। ତେବେ କେବେ ସୁଦ୍ଧା ଗାଡ଼ି ଚଳାଚଳ ଆରମ୍ଭ ହେବ ସେନେଇ କିଛି ସ୍ପଷ୍ଟ ଭାବେ ଜଣାପଡ଼ିନାହିଁ। ଦେଶରେ ବିଭିନ୍ନ ହାଇୱେ କନ୍‌ଷ୍ଟ୍ରକ୍ସନ୍‌ କାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଶିଳ୍ପ ସଂସ୍ଥା ମଧ୍ୟ ଚାଲୁ ହୋଇଛି। ସେହିପରି ଆମଦାନୀ ଓ ରପ୍ତାନୀ […]

  • Thursday, 22 July 2021
ayurvedic medicine.
କରୋନା ଯୁଦ୍ଧ, ଆୟୂଧ ସାଜିବ ଆୟୁର୍ବେଦ ଔଷଧ !

ନୂଆଦିଲ୍ଲୀ: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ। ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ବୃଦ୍ଧି ପାଉଥିବାବେଳେ ବର୍ତ୍ତମାନ ଏହାକୁ ରୋକିବା ପାଇଁ କୌଣସି ଔଷଧ ବାହାରି ପାରିନାହିଁ। ଦିନରାତି ଏକାଠି କରି ବୈଜ୍ଞାନିକମାନେ ସେମାନଙ୍କର ରିସର୍ଚ୍ଚ ଜାରି ରଖିଛନ୍ତି। ଏପରିକି  ଅନେକ ଦେଶ ମଧ୍ୟ ଦାବି କରୁଛନ୍ତି ଯେ, କରୋନା ଭାଇରସ ଭାକ୍ସିନ(ଟିକା) ସେମାନଙ୍କ ଦେଶରେ ତିଆରି ଚାଲିଛି। ଏସବୁ ଭିତରେ କରୋନାକୁ ମାତ୍‌ ଦେବା ପାଇଁ ଭାରତ ମେଡିସିନ୍‌ […]

  • Thursday, 22 July 2021
red zone
ରେଡ୍‌ ଜୋନ୍‌ରେ ଗଞ୍ଜାମ

ଭୁବନେଶ୍ୱର: ଗଞ୍ଜାମ ଜିଲ୍ଲାକୁ ରେଡ୍ ଜୋନ୍ ଭାବେ ଘୋଷଣା କଲେ ରାଜ୍ୟ ସରକାର। ଆକ୍ରାନ୍ତଙ୍କ ସଂଖ୍ୟା ଉଚ୍ଚ ମାତ୍ରାରେ ଡବଲିଂ ହେବାରୁ ଗଞ୍ଜାମ ଜିଲ୍ଲାକୁ ରେଡ୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ସେହିପରି ମୟୂରଭଞ୍ଜ ଓ ଜଗତସିଂହପୁର ଜିଲ୍ଲାକୁ ଅରେଞ୍ଜ ଜୋନ୍ ଭାବେ ଘୋଷଣା କରାଯାଇଛି। ଆଜି ଗଞ୍ଜାମରେ ୧୭ ଓ ମୟୂରଭଞ୍ଜରେ ୩ ପଜିଟିଭ ଚିହ୍ନଟ ହୋଇଛନ୍ତି। ଫଳରେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ତେବେ ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ […]

  • Thursday, 22 July 2021
92045314_3111362032287054_788538214380994560_n
ଯାଜପୁରରୁ ପୁଣି ଜଣେ କରୋନା ପଜିଟିଭ୍‌

ଯାଜପୁର: ଯାଜପୁରରୁ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୫୪କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରୁ ସୂଚନା ମିଳିଛି। ସୂଚନାଥାଉ କି, ରାଜ୍ୟରେ ମୋଟ୍ କରୋନା‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୯କୁ ବୃଦ୍ଧି ପାଇଛି। ସେମାନଙ୍କ ମଧ୍ୟରୁ ୬୦ ଜଣ ସୁସ୍ଥ ହୋଇଥିବାବେଳେ ୧୧୭ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ […]

  • Thursday, 22 July 2021
lockdown
କଟକ-ଭୁବନେଶ୍ୱରରେ କଟକଣା କଡ଼ାକଡ଼ି, ନ ମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଭୁବନେଶ୍ୱର-କଟକରେ ଅନାବଶ୍ୟକ ଚଳାଚଳ ଉପରେ ପ୍ରତିବନ୍ଧକ ଲଗାଇଲେ ପୁଲିସ୍‌ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ ବାହାରକୁ ବାହାରିବାକୁ ବାରଣ କରାଯାଇଛି। ସନ୍ଧ୍ୟା ୭ଟାରୁ ସକାଳ ୭ଟା ଯାଏ କର୍ଫ୍ୟୁ ଭଳି ସ୍ଥିତି ରହିବ ବୋଲି ପୁଲିସ୍‌ କମିଶନର କହିଛନ୍ତି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ଯଦି କୌଣସି ବ୍ୟକ୍ତି ଏହି କଟକଣାକୁ ଭଙ୍ଗ କରନ୍ତି ତେବେ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି […]

  • Thursday, 22 July 2021
corona ..
ରାଜ୍ୟରେ କରୋନାରେ ଦ୍ୱିତୀୟ ମୃତକଙ୍କ ତଥ୍ୟ ଦେଲେ ସରକାର

ଭୁବନେଶ୍ୱର: କରୋନାରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏଥିସହ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନାରେ ଆକ୍ରାନ୍ତ ହୋଇ ୨ଜଣଙ୍କ ମୃତ୍ୟୁ ହୋଇଛି। ମୃତ୍ୟୁ ବରଣ କରିଥିବା ଦ୍ୱିତୀୟ ମୃତକ ଜଣଙ୍କ ଭୁବନେଶ୍ୱର ମଧୁସୂଦନ ନଗର ଅଞ୍ଚଳରର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ବୟସ ୭୭ ବର୍ଷ। ସେ ଉଚ୍ଚ ରକ୍ତଚାପ, ମଧୁମେହ ଓ କିଡନୀ ରୋଗରେ ପୀଡ଼ିତ ଥିଲେ। ସେ ୪୧ ନମ୍ବର କରୋନା ଆକ୍ରାନ୍ତଙ୍କ […]

  • Thursday, 22 July 2021
screening
ସ୍ଵଦେଶ ଫେରିବେ ବିଦେଶରେ ଫସି ରହିଥିବା ଭାରତୀୟ

ନୂଆଦିଲ୍ଲୀ: କରୋନା ଯୋଗୁ ବିଦେଶରେ ଫସି ରହିଥିବା ଭାରତୀୟଙ୍କୁ ଫେରାଇ ଆଣିବା ଲାଗି ଭାରତ ସରକାର ବଡ ଯୋଜନା କରିଛନ୍ତି। ଏହି ଭାରତୀୟଙ୍କୁ ଆକାଶ ପଥ ଓ ଜଳ ପଥରେ ଫେରାଇ ଆଣିବାକୁ ସରକାର ଲକ୍ଷ୍ୟ ରଖିଛନ୍ତି। ପ୍ରଥମ ସପ୍ତାହରେ ୧୩ଟି ଦେଶରୁ ୧୪ ହଜାର ୮୦୦ରୁ ଅଧିକ ଭାରତୀୟଙ୍କୁ ୬୪ଟି ବିମାନରେ ଅଣାଯିବାକୁ ଲକ୍ଷ୍ୟ ରଖାଯାଇଛି। ଆମେରିକା, ବ୍ରିଟେନ, ମାଲେସିଆ , ୟୁଏଇ, କାତାର, ସାଉଦି ଆରବ, ସିଙ୍ଗାପୁର, ଫିଲିପାଇନ୍ସ, ବାଂଲାଦେଶ, ବାହାରିନ, କ୍ୱେଏତ୍‌ ଏବଂ […]

  • Thursday, 22 July 2021
91421093_3110305529059371_5797060119829151744_n
ରାଜ୍ୟରେ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି। ଚିହ୍ନଟ ନୂଆ ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଫଳରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୪ରେ ପହଞ୍ଚିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୭୭କୁ ବୃଦ୍ଧି ପାଇଛି। ୬୦ ଜଣ ସୁସ୍ଥ ହୋଇଥିବାବେଳେ ୧୧୫ […]

  • Thursday, 22 July 2021
odisha
ଗ୍ରୀନ ଜୋନ୍‌ରେ ଚାଲିପାରେ ବସ୍‌

ଭୁବନେଶ୍ୱର: ଗ୍ରୀନ ଜୋନ୍‌ରେ ଚାଲିପାରେ ବସ୍। ଏନେଇ ବ୍ୟବସ୍ଥା ହେଉଛି ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଛନ୍ତି। ଗ୍ରୀନ ଜୋନ୍‌ରେ ବସ୍‌ ଚାଲିବା ପ୍ରସଙ୍ଗକୁ ନେଇ ମନ୍ତ୍ରୀ କହିଛନ୍ତି, “ ଉଭୟ ଘରୋଇ ଓ ଅନ୍ୟାନ୍ୟ ବସ୍‌କୁ କ’ଣ ସୁବିଧା ଦେଇ ହେବ ସେ ନେଇ ଆଲୋଚନା ହୋଇଛି। ଏନେଇ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଫାଇଲ ଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ବସ୍‌ ଚାଲିବ”। ସେ ଆହୁରି କହିଛନ୍ତି, “୫୦% ଯାତ୍ରୀଙ୍କୁ ନେଇ ବସ୍ ଚାଲିଲେ […]

  • Thursday, 22 July 2021
jewellery
କଟକରେ ଖୋଲିବ ଏହିସବୁ ଦୋକାନ

କଟକ: ଆଜିଠୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଲାଗୁ ହୋଇଥିବା କଟକଣାଠୁ ଏହି ପର୍ଯ୍ୟାୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। କଟକ ଗ୍ରୀନ୍‌ ଜୋନ୍‌ରେ ଆସୁଥିବାରୁ ଏଠାରେ କଟକଣା କୋହଳ କରାଯାଇଛି। କଟକରେ କେଉଁ କେଉଁ ଦୋକାନ ଖୋଲା ରହିବ ସେନେଇ କଟକ ମହାନଗର ନିଗମ(ସିଏମ୍‌ସି) କମିଶନର ଅନନ୍ୟା […]

  • Thursday, 22 July 2021
bhermpur
ସ୍ୱତନ୍ତ୍ର ଟ୍ରେନ୍‌ରେ ଓଡ଼ିଶା ଫେରିଲେ ଆଉ ୧୨ ଶହ ପ୍ରବାସୀ ଓଡିଆ

ବ୍ରହ୍ମପୁର: ଓଡ଼ିଶା ଫେରିଲେ ଆଉ ୧୨ ଶହ ପ୍ରବାସୀ ଓଡିଆ। କେରଳ ଏର୍ଣ୍ଣାକୁଲମ୍‌ରୁ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଏହି ପ୍ରବାସୀ ଓଡିଆ, ଓଡ଼ିଶା ଫେରିଛନ୍ତି। ବ୍ରହ୍ମପୁର ଉପକଣ୍ଠ ଜଗନ୍ନାଥପୁର ଷ୍ଟେସନରେ ପହଞ୍ଚିବା ପରେ ସମସ୍ତଙ୍କର ସ୍ୱାସ୍ଥ୍ୟାବସ୍ଥା ଯାଞ୍ଚ କରାଯାଇଛି। ପରେ ସମସ୍ତଙ୍କୁ ପ୍ରାୟ ୩୦ଟି ସ୍ୱତନ୍ତ୍ର ବସ୍ ଯୋଗେ ନିଜ ନିଜ ଅଞ୍ଚଳକୁ ପଠାଇଛି ପ୍ରଶାସନ। ନିଜ ନିଜ ଅଞ୍ଚଳରେ ପହଞ୍ଚିବା ପରେ ସମସ୍ତଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯିବା ପାଇଁ ବ୍ୟବସ୍ଥା କରାଯାଇଛି।  ତେବେ ପ୍ରବାସୀ ଓଡିଆଙ୍କୁ ନେଇ […]

  • Thursday, 22 July 2021
odisha cm.
“କ୍ୱାରେଣ୍ଟିନ୍ ସେଣ୍ଟରରେ ନିୟମ ନ ମାନିଲେ କଠୋର କାର୍ଯ୍ୟାନୁଷ୍ଠାନ”

ଭୁବନେଶ୍ୱର: କ୍ୱାରେଣ୍ଟିନ୍ ସେଣ୍ଟରରେ ରହୁଥିବା କୌଣସି ବ୍ୟକ୍ତି ଯଦି ନିୟମ ଉଲ୍ଲଂଘନ କରନ୍ତି ତା’ହେଲେ ସେମାନଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। କ୍ୱାରେଣ୍ଟିନ୍ ସେଣ୍ଟରରେ ରହୁଥିବା ଲୋକଙ୍କ ସୁରକ୍ଷା ଉଦ୍ଦେଶ୍ୟରେ ଟ୍ୱିଟ୍‌ କରି ଏହି ବାର୍ତ୍ତା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, “ରାଜ୍ୟକୁ ଫେରୁଥିବା ପ୍ରତ୍ୟେକ ଓଡ଼ିଆ ଆମ ନିଜର। ବର୍ତ୍ତମାନ ସମୟରେ ସାମାନ୍ୟ ଅସାବଧାନତା ଅନେକଙ୍କୁ ବିପଦରେ ପକାଇବ। ପ୍ରତ୍ୟେକଟି ଜୀବନର ସୁରକ୍ଷା ପାଇଁ ସରକାର ବ୍ୟବସ୍ଥା କରିଛନ୍ତି। ସେମାନଙ୍କ ସୁରକ୍ଷିତ […]

  • Thursday, 22 July 2021
odisha
କ୍ୱାରେଣ୍ଟିନ୍‌ ସେଣ୍ଟରରେ ଟିକ୍‌ଟକ୍‌ କଲେ କୋଲକାତା ଫେରନ୍ତା

ଭଦ୍ରକ: କରୋନା ଭାଇରସ୍‌ ସଂକ୍ରମଣ ଯେପରି ନ ବ୍ୟାପେ ସେଥିପାଇଁ ବାହାର ରାଜ୍ୟରୁ ଫେରିଥିବା ଲୋକମାନଙ୍କୁ କ୍ୱାରେଣ୍ଟିନ୍‌ ସେଣ୍ଟରରେ ରଖାଯାଉଛି। ସେମାନଙ୍କ ପାଇଁ ଖାଦ୍ୟ, ପାନୀୟଠୁ ଆରମ୍ଭ କରି ସବୁ କିଛିର ବ୍ୟବସ୍ଥା କରାଯାଇଛି। ହେଲେ ଏସବୁ ଭିତରେ ଗୋଟିଏ ପରେ ଗୋଟିଏ ଅଭାବନୀୟ ଘଟଣା ସାମ୍ନାକୁ ଆସୁଛି। କେଉଁଠି ଲୋକେ ଖାଦ୍ୟ ଫୋପାଡ଼ି ଦେଉଛନ୍ତି ତ ଆଉ କେଉଁଠି କଟକଣା ନ ମାନି ମଉଜ ମସ୍ତିରେ ବ୍ୟସ୍ତ ରହୁଛନ୍ତି। ଏବେ ଏମିତି ଏକ ଘଟଣା ସାମ୍ନାକୁ […]

  • Thursday, 22 July 2021
lockdown 1
ଆଜିଠୁ ଲକ୍‌ଡାଉନ୍‌ ୩.୦: କେଉଁ ଜୋନ୍‌ରେ କ’ଣ କୋହଳ ? କାହା ଉପରେ କଟକଣା ? ଜାଣନ୍ତୁ

ଭୁବନେଶ୍ୱର: ଆଜିଠୁ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ୍‌। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟରେ ଲାଗୁ ହୋଇଥିବା କଟକଣାଠୁ ଏହି ପର୍ଯ୍ୟାୟରେ କଟକଣା ସାମାନ୍ୟ କୋହଳ କରାଯାଇଛି। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ କେନ୍ଦ୍ର ସରକାରଙ୍କ ପକ୍ଷରୁ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଘୋଷଣା କରାଯାଇଛି। ଆସନ୍ତା ମେ’୧୭ ଯାଏ ଏହି ଲକ୍‌ଡାଉନ୍‌ ବଳବତ୍ତର ରହିବ। ତେବେ ଆଗକୁ ଲକ୍‌ଡାଉନ୍‌ ବୃଦ୍ଧି ପାଇବ ନା ନାହିଁ ତା’ହା ସ୍ଥିତିର ସମୀକ୍ଷା ପରେ ନିଆଯିବ। ରେଡ୍ […]

  • Thursday, 22 July 2021
corona
୧୩ ଶହ ଟପିଲା ଦେଶରେ କରୋନା ମୃତ୍ୟୁ ସଂଖ୍ୟା, ମହାରାଷ୍ଟ୍ରରେ ସ୍ଥିତି ସଙ୍ଗୀନ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତ ଓ ମୃତକଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ,  ଆକ୍ରାନ୍ତଙ୍କ ସଂଖ୍ୟା ୨୮, ୦୭୦ରେ ପହଞ୍ଚିଛି। ସେଥି ମଧ୍ୟରୁ ୧୦, ୮୮୭ ଜଣ ସୁସ୍ଥ ହୋଇଥିବାବେଳେ ୧,୩୦୬ ଜଣଙ୍କ ମୃତ୍ୟୁ ଘଟିଛି। ଗତ ୨୪ ଘଣ୍ଟାରେ ୨ହଜାର ୩୮୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। କୌଣସି ଗୋଟିଏ ଦିନରେ ଏତେ ସଂଖ୍ୟକ ପଜିଟିଭ ଚିହ୍ନଟ ହେବାରେ […]

  • Thursday, 22 July 2021
doctor
କରୋନା ଯୋଦ୍ଧାଙ୍କୁ ଏମିତି ସ୍ୱାଗତ ଜଣାଇଲେ ଲୋକେ, ଭାବପ୍ରବଣ ହୋଇ ଆଖିରୁ ଝରିଲା ଲୁହ

ବେଙ୍ଗାଲୁରୁ: କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନାହାନ୍ତି। ହେଲେ ସ୍ୱାସ୍ଥ୍ୟ ବିଭାଗର ସେଇ କର୍ମଚାରୀମାନଙ୍କୁ ଧନ୍ୟବାଦ ଯେଉଁମାନେ ନିଜ ଜୀବନକୁ ବାଜି ଲଗାଇ କରୋନା ରୋଗୀଙ୍କ ସେବା କରୁଛନ୍ତି। ଆଜି ଆମେ ଆପଣଙ୍କୁ ଏମିତି ଜଣେ କରୋନା ଯୋଦ୍ଧାଙ୍କ ବିଷୟରେ କହିବୁ ଯାହାଙ୍କୁ ନେଇ ଏବେ ଚର୍ଚ୍ଚା। ହେଲେ ତାଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା। ଭାବୁଥିବେ ଆମେ ଆପଣଙ୍କୁ ଏସବୁ କ’ଣ କହୁଛୁ। ଆମେ ଆପଣଙ୍କୁ କହୁଛୁ ବେଙ୍ଗାଲୁରୁର ଡାକ୍ତର ବିଜୟଶ୍ରୀଙ୍କ ସମ୍ପର୍କରେ। […]

  • Thursday, 22 July 2021
Justice AK Tripathi
କରୋନାରେ ଲୋକପାଳ ସଦସ୍ୟ ଜଷ୍ଟିସ୍ ଏ.କେ. ତ୍ରିପାଠୀଙ୍କ ପରଲୋକ

ନୂଆଦିଲ୍ଲୀ: ମହାମାରୀ କରୋନା ଯୋଗୁ ଲୋକପାଳ ସଦସ୍ୟ ଜଷ୍ଟିସ୍ ଏ.କେ ତ୍ରିପାଠୀ (ଅବସରପ୍ରାପ୍ତ)ଙ୍କ ପରଲୋକ ଘଟିଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ବୟସ ହୋଇଥିଲା। ଏପ୍ରିଲ ୨ରେ ତାଙ୍କୁ ଦିଲ୍ଲୀ ସ୍ଥିତ AIIMS ରେ ଭର୍ତ୍ତି କରାଯାଇଥିଲା। ସୂଚନା ଅନୁସାରେ, ଜଷ୍ଟିସ୍ ତ୍ରିପାଠୀଙ୍କ ଝିଅ ଓ ତାଙ୍କ ରୋଷେୟିଆ କରୋନାରେ ଆକ୍ରାନ୍ତ ହୋଇଥିଲେ। ଚିକିତ୍ସା ପରେ ସେମାନେ ସୁସ୍ଥ ହୋଇଥିଲେ। ଛତିଶଗଡ ହାଇକୋର୍ଟର ପୂର୍ବତନ ମୁଖ୍ୟ ବିଚାରପତି ଜଷ୍ଟିସ୍ ତ୍ରିପାଠୀଙ୍କୁ AIIMS ରେ […]

  • Thursday, 22 July 2021
odisha
କୋଟାରୁ ବସ୍‌ ଯୋଗେ ରାଉରକେଲା ଫେରିଲେ ଛାତ୍ରଛାତ୍ରୀ

ରାଉରକେଲା: ରାଜସ୍ଥାନର କୋଟାରୁ ବସ୍‌ ଯୋଗେ ରାଉରକେଲା ଫେରିଲେ ଛାତ୍ରଛାତ୍ରୀ। ଛାତ୍ରଛାତ୍ରୀଙ୍କୁ ନେଇ ୪ଟି ବସ୍ ଆଜି ରାଉରକେଲାରେ ପହଞ୍ଚିଛି। ୪ଟି ବସ୍‌ରେ ୧୧୪ ଜଣ ଛାତ୍ରଛାତ୍ରୀ ଥିଲେ। କୋଟାର ବିଭିନ୍ନ ଇନ୍‌ଷ୍ଟିଚ୍ୟୁଟ୍‌ରେ ପଢ଼ୁଥିବା ଏହି ଓଡ଼ିଆ ଛାତ୍ରଛାତ୍ରୀଙ୍କୁ ନେଇ ଏହି ବସ୍ ଗୁଡ଼ିକ ରାଉରକେଲାରେ ପହଞ୍ଚିଛି। ରାଉରକେଲାରେ ପହଞ୍ଚିବା ପରେ ଛାତ୍ରଛାତ୍ରୀଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ସମସ୍ତଙ୍କୁ କ୍ୱାରେଣ୍ଟିନ୍‌ରେ ରଖିବା ନେଇ ବ୍ୟବସ୍ଥା ହୋଇଛି। ଆଜି ସକାଳୁ ଦୁଇଟି ବସ୍ ଓ ପରେ ଅନ୍ୟ ଦୁଇଟି […]

  • Thursday, 22 July 2021
travel histry
ଆସିଲା ୧୫ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି, ୧୪ ଜଣ ଯାଜପୁରର

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଖ୍ୟା ୧୫୪ରେ ପହଞ୍ଚିଥିବା ବେଳେ ଆଉ ୧୫ ଜଣଙ୍କ ଟ୍ରାଭେଲ୍ ହିଷ୍ଟ୍ରି  ସମ୍ପର୍କରେ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। କେସ୍ ନଂ ୧୨୯ରୁ ୧୪୩ ପର୍ଯ୍ୟନ୍ତ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରି ସମ୍ପର୍କରେ ତଥ୍ୟ ଦେଇଛନ୍ତି ସରକାର। ଏ ସମସ୍ତଙ୍କର କୋଲକାତା ଲିଙ୍କ୍ ଥିବା ଟ୍ରାଭେଲ୍ ହିଷ୍ଟ୍ରିରେ ସୂଚନା ଦିଆଯାଇଛି। ଏହି ୧୫ ଆକ୍ରାନ୍ତଙ୍କ ମଧ୍ୟରୁ ୧୪ଜଣ ହେଉଛନ୍ତି ଯାଜପୁର ଜିଲ୍ଲା କଟିକଟା ଅଞ୍ଚଳର। କେସ୍‌ ନଂ ୧୪୩ ବାଲେଶ୍ୱର ଜିଲ୍ଲା […]

  • Thursday, 22 July 2021
EW61ZkTXQAAr5Qu (1)
ଯାଜପୁରରେ ଆଉ ଜଣେ କରୋନା ପଜିଟିଭ୍‌, ୩୯ ଛୁଇଁଲା ଆକ୍ରାନ୍ତଙ୍କ ସଂଖ୍ୟା

ଯାଜପୁର: କିଛି ସମୟ ପୂର୍ବରୁ ଯାଜପୁରରେ ୨ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ଜଣେ ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ଖବର ସାମ୍ନାକୁ ଆସିଛି। ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତ କୋଲକାତାରୁ ଫେରିଥିଲେ। ଯାଜପୁରରୁ ଏହି  ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୯ ଛୁଇଁଛି। ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୮କୁ […]

  • Thursday, 22 July 2021
corona
ଯାଜପୁରରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ୨ କରୋନା ପଜିଟିଭ୍‌ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବା ବେଳେ ଏବେ ପୁଣି ଆଉ ୨ କରୋନା ଆକ୍ରାନ୍ତ‌ ଚିହ୍ନଟ ଖବର ସାମ୍ନାକୁ ଆସିଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୭କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଯାଜପୁରରୁ ଏହି ୨ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୩୮ […]

  • Thursday, 22 July 2021
91421093_3110305529059371_5797060119829151744_n
ବଲାଙ୍ଗିର ଛୁଇଁଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଉ ୨ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୫କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ଏହି ୨ ନୂଆ କରୋନା ଆକ୍ରାନ୍ତ ବଲାଙ୍ଗିର ଜିଲ୍ଲା ଲେଖାରିଆ ଗାଁର ବୋଲି ସୂଚନା ମିଳିଛି। ଏମାନେ ତାମିଲନାଡୁରୁ ଫେରିଥିଲେ। ଉଭୟ ପୁରୁଷ। ଜଣକର ବୟସ ୨୨ ବର୍ଷ ହୋଇଥିବାବେଳେ ଅନ୍ୟ ଜଣକ ବୟସ ୧୮ […]

  • Thursday, 22 July 2021
corona
ପଶ୍ଚିମବଙ୍ଗ ଫେରନ୍ତା ଗସ୍ତ ସମ୍ପର୍କରେ ନ ଲୁଚାଇବାକୁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ପଶ୍ଚିମବଙ୍ଗରୁ ଫେରିଥିବା ଲୋକମାନେ ସେମାନଙ୍କ ଗସ୍ତ ସମ୍ପର୍କରେ ନ ଲୁଚାଇବାକୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପରାମର୍ଶ ଦେଇଛି। ସେମାନେ ନମୁନା ପରୀକ୍ଷା ପାଇଁ ଆସିବାକୁ ପରାମର୍ଶ ଦିଆଯାଇଛି। ପଶ୍ଚିମବଙ୍ଗରୁ ଆସିଥିବା ବ୍ୟକ୍ତିମାନେ ସୁସ୍ଥ ଅନୁଭବ କରୁଥିଲେ ମଧ୍ୟ ସେମାନେ କରୋନା ଦ୍ୱାରା ସଂକ୍ରମଣ ହୋଇ ପାରିଥାନ୍ତି। ଏହାଦ୍ୱାରା ସେମାନେ ଅନ୍ୟମାନଙ୍କୁ ସଂକ୍ରମିତ କରିବାର ଆଶଙ୍କା ରହିଛି। ତେଣୁ ପଶ୍ଚିମବଙ୍ଗରୁ ଆସିଥିବା ବ୍ୟକ୍ତିମାନେ ହୋମ୍‌ ଆଇସୋଲେସନରେ ରହିବା ସହ ସ୍ଥାନୀୟ ବିଡିଓ, ତହସିଲଦାର […]

  • Thursday, 22 July 2021
odisha
ଯାଜପୁରରେ ଷ୍ଟେଟ୍ ରାପିଡ୍ ରେସ୍‌ପନ୍ସ ଟିମ୍

ଯାଜପୁର: ଷ୍ଟେଟ୍ ରାପିଡ୍ ରେସ୍‌ପନ୍ସର ୫ ଜଣିଆ ଟିମ୍ ଯାଜପୁର ଜିଲ୍ଲାରେ ପହଞ୍ଚିଛନ୍ତି। ଏହି ଟିମ୍‌ ହଟ୍‌ସ୍ପଟ୍‌ ଅଞ୍ଚଳ କୁହାଯାଉଥିବା କଟିକଟାକୁ ଯାଇ ସ୍ଥିତି ଅନୁଧ୍ୟାନ କରିବେ। କଣ୍ଟେନମେଣ୍ଟ ଜୋନ୍‌ରେ କିଭଳି ସ୍ଥିତି ରହିଛି, କଟକଣା କିଭଳି ପାଳନ କରାଯାଉଛି ସେ ସମ୍ପର୍କରେ ଅନୁଧ୍ୟାନ କରିବ ଏହି ଟିମ୍‌। ଗତକାଲି ଗୋଟିଏ ଦିନରେ କଟିକଟା ଅଞ୍ଚଳରୁ ୧୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଯାଜପୁର ଦଶରଥପୁର ବ୍ଲକ କଟିକଟା ପଞ୍ଚାୟତ ସମେତ ଗୋପାଳପୁର, ଦହନହଟା ପଞ୍ଚାୟତକୁ […]

  • Thursday, 22 July 2021
odisha
ଲକ୍‌ଡାଉନ୍‌: ଭୁବନେଶ୍ୱରରେ ଏହିସବୁ ଦୋକାନ ଖୋଲା ରହିବ

ଭୁବନେଶ୍ୱର: ଲକ୍‌ଡାଉନ୍‌ ବେଳେ ରାଜଧାନୀ ଭୁବନେଶ୍ୱରରେ କେଉଁ ଦୋକାନ ଖୋଲା ରହିବ ଓ କେଉଁ ଦୋକାନ ଖୋଲା ରହିବ ନାହିଁ, ସେନେଇ ବ୍ୟବସାୟୀଙ୍କ ଦ୍ୱନ୍ଦ୍ୱ ଦୂର କରିଛନ୍ତି  ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ। ସକାଳ ୮ଟାରୁ ସଂଧ୍ୟା ୬ଟା ପର୍ଯ୍ୟନ୍ତ ଭୁବନେଶ୍ୱରରେ ଅନୁମତିପ୍ରାପ୍ତ ଦୋକାନ ଖୋଲା ରହିବ। କିନ୍ତୁ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ ହେବ। ଏହିସବୁ ଦୋକାନ ଖୋଲା ରହିବ… ସମସ୍ତ ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଖୋଲା ରହିବ। ଠେଲା ଟିଫିନ ଷ୍ଟଲ, ଚା’, ପାନ, […]

  • Thursday, 22 July 2021