ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୩୯୨ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୧୦୧୯୭ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୧୩୪୩ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମହାରାଷ୍ଟ୍ର ପରେ ଦିଲ୍ଲୀରେ ସର୍ବାଧିକ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ତାମିଲନାଡୁ, ରାଜସ୍ଥାନ, ମଧ୍ୟପ୍ରଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା […]
ନୂଆଦିଲ୍ଲୀ: କରୋନା ମୁକାବିଲା ନେଇ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଷ୍ଟ୍ରାଟେଜି କରାଯାଇଛି।ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ଦେଶରେ ମୋଟ ୧୭୦ ଜିଲ୍ଲାକୁ କରୋନା ହଟସ୍ପଟ ଭାବେ ଚିହ୍ନଟ କରିଛି। ସେହିପରି ୨୦୭ଟି ଜିଲ୍ଲାକୁ ସମ୍ଭାବ୍ୟ ହଟସ୍ପଟ ତାଲିକାରେ ରଖାଯାଇଛି। ଅର୍ଥାତ ଏଠାରେ ସଂକ୍ରମିତ ଆଶଙ୍କା କମ ଓ ଏହା ଗ୍ରୀନ ଜୋନରେ ରହିଛି। ହଟସ୍ପଟ ଜିଲ୍ଲାର ଅର୍ଥ ପ୍ରତିଦିନ ଏଠାରେ ଅନେକ ଲୋକ କରୋନାରେ ଆକ୍ରାନ୍ତ ହେଉଛନ୍ତି। ନନ୍ ହଟସ୍ପଟ ଜିଲ୍ଲାର ଅର୍ଥ, ଏଠାରେ […]
ନୂଆଦିଲ୍ଲୀ: ସାରା ବିଶ୍ୱରେ ଏବେ ସାଂଘାତିକ ସ୍ଥିତି। କରୋନା ସଂକ୍ରମଣ ଏବେ ବିଶ୍ୱର ୨୧୦ ଦେଶରେ ତାର କାୟା ବିସ୍ତାର କଲାଣି। ସବୁଠୁ ଅଧିକ ପ୍ରଭାବିତ ହୋଇଛି ବିଶ୍ୱର ସବୁଠୁ ଧନୀ ରାଷ୍ଟ୍ର ଆମେରିକା। ଆମେରିକାରେ ମୃତ୍ୟୁ ସଂଖ୍ୟା ୨୬ ହଜାରରୁ ଅଧିକ ପହଞ୍ଚିଛି। ଆମେରିକାରେ ଏବେ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୧୪ ହଜାର ଟପିଲାଣି। ସେହିପରି ସ୍ପେନ ଓ ଇଟାଲିରେ ଏବେ ସ୍ଥିତି ଜଟିଳ ଆଡ଼କୁ ଗତି କରୁଛି। ଇଟାଲିରେ ମୃତ୍ୟୁ ସଂଖ୍ୟା ୨୦ […]
ଅହମଦାବାଦ: ସେଲ୍ଫ ଆଇସୋଲେସନରେ ରହିବେ ଗୁଜରାଟ ମୁଖ୍ୟମନ୍ତ୍ରୀ ବିଜୟ ରୂପାଣୀ। ସେ କରୋନା ଆକ୍ରାନ୍ତ ଗୁଜରାଟର କଂଗ୍ରେସ ବିଧାୟକ ଇମ୍ରାନ ଖେଡାଓ୍ୱାଲାଙ୍କ ସଂସ୍ପର୍ଶରେ ଆସିଥିବାରୁ ସପ୍ତାହକ ପାଇଁ ସେଲ୍ଫ ଆଇସୋଲେସନ ରହିବା ପାଇଁ ନିଷ୍ପତ୍ତି ନେଇଥିବା ସୂଚନା ମିଳିଛି। ବିଜୟ ରୂପାଣୀ ନିଜ ଆଡୁ ସେଲ୍ଫ ଆଇସୋଲେସନରେ ରହିବା ପାଇଁ ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ତେବେ ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି। ଯେହେତୁ ସେ ଖେଡାଓ୍ୱାଲାଙ୍କ ସଂସ୍ପର୍ଶରେ ଆସିଥିଲେ ତେଣୁ ସେଲ୍ଫ ଆଇସୋଲେସନରେ ରହିବା ପାଇଁ ନିଷ୍ପତ୍ତି […]
ନୂଆଦିଲ୍ଲୀ: ଦେଶରେ ଦ୍ୱିତୀୟ ପର୍ଯ୍ୟାୟ ଲକ୍ଡାଉନ ଘୋଷଣା ହେବାପରେ ଆଜି ଗାଇଡ ଲାଇନ୍ ଜାରି ହୋଇଛି। କରୋନା ମୁକାବିଲାକୁ ନେଇ କଟକଣା କଡାକଡି କରାଯାଇଛି। ଗତକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧନ କରି ମେ ୩ ଯାଏ ଲକ୍ଡାଉନ ବୃଦ୍ଧି ନେଇ ସୂଚନା ଦେଇଥିଲେ। ଗାଇଡ ଲାଇନ୍ ଅନୁସାରେ, ଜରୁରୀ ସେବା ପାଇଁ ପ୍ରାଇଭେଟ ଗାଡ଼ି ଗୁଡିକ ପାଇଁ ନିୟମ କିଛି କୋହଳ କରାଯାଇଛି। ଅର୍ଥାତ ନୂଆ ଗାଇଡ ଲାଇନ୍ ଅନୁସାରେ, ଜରୁରୀ ସେବା ପାଇଁ ଏବେ […]
ନୂଆଦିଲ୍ଲୀ: ମହାମାରୀ କରୋନାକୁ ମାତ ଦେବା ପାଇଁ ସାରା ବିଶ୍ୱ ଔଷଧ ଖୋଜିବାରେ ଲାଗିଛି। ତେବେ କରୋନାକୁ ମାତ ଦେବାରେ କେତେକାଂଶରେ ହାଇଡ୍ରୋକ୍ସି କ୍ଲୋରୋକୁଇନ ସହାୟକ ହେଉଥିବା ବେଳେ ଏବେ ଆଉ ଏକ ଔଷଧର ନାଁ ସାମ୍ନାକୁ ଆସିଛି। ତା’ର ନାଁ ହେଉଛି ରେମଡେସିଭିର। ରେମଡେସିଭିର ଟାବ୍ଲେଟ୍ ଇବୋଲା ରୋଗୀଙ୍କୁ ସୁସ୍ଥ କରାଇବା ସହ ଇବୋଲାକୁ ହରାଇବାରେ ଫଳପ୍ରଦ ହୋଇଥିଲ। ଆଜି ଆଇସିଏମଆର ନିର୍ଦ୍ଦେଶକ ରମଣ ଗଙ୍ଗାଖେଡ଼କର କହିଛନ୍ତି, କରୋନା ମୁକାବିଲାରେ ଏହି ମେଡିସିନ୍ କାମରେ ଲଗାଇବାକୁ […]
ନୂଆଦିଲ୍ଲୀ: ଆସନ୍ତାକାଲି ସକାଳ ୧୦ଟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବାସୀଙ୍କୁ ସମ୍ବୋଧିତ କରିବେ। ମହାମାରୀ କରୋନାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ଲକଡାଉନ ଅବଧି ବୃଦ୍ଧି ସମ୍ପର୍କରେ ବଡ଼ ଘୋଷଣା କରିପାରନ୍ତି ବୋଲି ଜଣାପଡ଼ିଛି। ମାର୍ଚ୍ଚ ୨୫ରୁ ଦେଶରେ ୨୧ ଦିନିଆ ଲକଡାଉନ୍ କାର୍ଯ୍ୟକାରୀ ହେଉଛି। ଆସନ୍ତାକାଲି ରାତି ୧୨ଟାରେ ଏହି ଅବଧି ଶେଷ ହେବ। କରୋନା ଏଯାଏ ନିୟନ୍ତ୍ରଣକୁ ଆସି ନ ଥିବାରୁ ପ୍ରଧାନମନ୍ତ୍ରୀ ମୋଦି ଆଉ ୨ ସପ୍ତାହ ପାଇଁ ଲକଡାଉନ ଅବଧିକୁ ବୃଦ୍ଧି କରିପାରନ୍ତି। […]
ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଭାରତରେ କରୋନା ନେଲା ୩୪ ମୁଣ୍ଡ। ଏହାକୁ ମିଶାଇ ଦେଶରେ ମୃତ୍ଯୁ ସଂଖ୍ୟା ୨୭୩ରେ ପହଞ୍ଚିଛି। ଆଜି ସୁଦ୍ଧା ୭ ହଜାର ୪୦୯ ଜଣ କୋଭିଡ୍-୧୯ରେ ଆକ୍ରାନ୍ତ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୭୬୪ ଜଣ ଆରୋଗ୍ୟ ହୋଇଥିବା କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଦୈନିକ ୧୫ ହଜାର ସାମ୍ପଲ ପରୀକ୍ଷା କରାଯିବା ସହ ଦେଶର ୨୧୯ଟି ସ୍ଥାନରେ କରୋନା ପରୀକ୍ଷା ପାଇଁ ବ୍ୟବସ୍ଥା ହୋଇଛି। ଆଇସିୟୁ ବ୍ୟବସ୍ଥା […]
ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୨୪୨ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୬୬୩୪ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୬୫୨ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି। ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଦେଶରେ ଡାକ୍ତର ଏବଂ ଅନ୍ୟ ସ୍ବାସ୍ଥ୍ୟକର୍ମୀଙ୍କୁ ଆବଶ୍ୟକୀୟ ସୁରକ୍ଷା ପ୍ରଦାନ ପାଇଁ କେନ୍ଦ୍ର ଗୃହ ମନ୍ତ୍ରାଳୟ […]
ଲକ୍ଷ୍ନୌ: ମହାମାରୀ କରୋନା ଭାଇରସକୁ ନେଇ ସମଗ୍ର ବିଶ୍ୱ ଚିନ୍ତିତ ଥିବାବେଳେ ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରୁ ଏକ ଖୁସି ଖବର ଆସିଛି। ଲକ୍ଷ୍ନୌର ଜଣେ ଅଢେଇ ବର୍ଷର ଶିଶୁ ପୁତ୍ର ମହାମାରୀ କରୋନା କବଳରୁ ଜିତିଛନ୍ତି। ଏହି କଅଁଳ ବୟସର ଶିଶୁର ଶରୀରରେ କରୋନା ଭୂତାଣୁ ଥିବା ନେଇ ଟେଷ୍ଟରେ ଜଣାପଡିଥିଲା। କିନ୍ତୁ ଚିକିତ୍ସା ପରେ ଏବେ ତାଙ୍କର ଦୁଇଟି ରିପୋର୍ଟ ନେଗେଟିଭ ଆସିଛି। ଶିଶୁଟି ସୁସ୍ଥ ହେବାପରେ ଚିକିତ୍ସିତ ହେଉଥିବା ହସ୍ପିଟାଲରୁ ଡିସଚାର୍ଜ କରାଯାଇଛି। ସୂଚନାଥାଉ […]
ନୂଆଦିଲ୍ଲୀ: ଦେଶରେ ଆଉ ୨ ସପ୍ତାହ ବଢ଼ିପାରେ ଲକ୍ଡାଉନ୍ ଅବଧି। ଆଜି ମୁଖ୍ୟମନ୍ତ୍ରୀମାନଙ୍କ ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆଲୋଚନା ପରେ ଏଭଳି କିଛି ସଙ୍କେତ ମିଳିଛି। ୪ ଘଣ୍ଟା ଧରି ଚାଲିଥିବା ଏହି ଭିଡିଓ କନଫରେନ୍ସରେ ଅଧିକାଂଶ ରାଜ୍ୟ ଲକ୍ଡାଉନ୍ ବୃଦ୍ଧି ସପକ୍ଷରେ ମତ ରଖିଥିଲେ। ମୁଖ୍ୟମନ୍ତ୍ରୀମାନେ ଦିନର ୨୪ ଘଣ୍ଟା ଭିତରେ ଯେକୌଣସି ସମୟରେ ତାଙ୍କ ସହ କଥା ହୋଇପାରିବେ ବୋଲି ପ୍ରଧାନମନ୍ତ୍ରୀ କହିବା ସହ ଉଭୟ ଜୀବନ ଓ ଅର୍ଥନୀତି ଉପରେ ଗୁରୁତ୍ୱ […]
ନୂଆଦିଲ୍ଲୀ: ଲକ୍ଡାଉନ୍ ଲାଗୁ ହୋଇନଥିଲେ ଦେଶରେ ଏବେ ୨ ଲକ୍ଷରୁ ଅଧିକ ଲୋକ କରୋନାରେ ଆକ୍ରାନ୍ତ ହୋଇଥାନ୍ତେ। ସତର୍କତାମୂଳକ ପଦକ୍ଷେପ ଓ କଣ୍ଟେନମେଣ୍ଟ ଭଳି ପଦକ୍ଷେପ ଗ୍ରହଣ କରିବା ଦ୍ୱାରା କରୋନା ସଂକ୍ରମଣ ବ୍ୟାପିବାକୁ ରୋକା ଯାଇପାରିଛି। ଆଜି ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ୍ ଅଗ୍ରଓ୍ୱାଲ। ଦେଶରେ ଏବେ ପରିସ୍ଥିତି ବିିଗିଡ଼ି ନାହିଁ। ଲକ୍ଡାଉନ୍ ଯୋଗୁ ଏହା ବିଶେଷ ଭାବେ ସଫଳ ହୋଇଛି। ଲକ୍ଡାଉନ୍ ପୂର୍ବରୁ କରୋନା ବ୍ୟାପିବାର […]
ନୂଆଦିଲ୍ଲୀ: କରୋନା ଭାଇରସକୁ ନେଇ ଏବେ ସାରା ବିଶ୍ୱ ଚିନ୍ତିତ। ବିଶ୍ୱବାସୀ ଏକାଠି ହୋଇ ଏହାର ମୁକାବିଲା କରୁଛନ୍ତି। ଏଭଳି ସଙ୍କଟ ବେଳେ ଅନ୍ୟ ଦେଶର ଆବଶ୍ୟକତାକୁ ଦେଖି ଭାରତ ସହଯୋଗର ହାତ ବଢ଼ାଉଛି। ପ୍ରଥମେ ହାଇଡ୍ରୋକ୍ସିକ୍ଲୋରୋକୁଇନ୍ ଔଷଧ ରପ୍ତାନୀ କରିବ ବୋଲି ଘୋଷଣା କରିବା ପରେ ଏବେ ଅନ୍ୟ ଦେଶକୁ ଗହମ ରପ୍ତାନୀ କରିବ ଭାରତ। ଅନ୍ୟ ଦେଶକୁ ଗହମ ରପ୍ତାନୀ ନେଇ କେନ୍ଦ୍ର କୃଷି ମନ୍ତ୍ରୀ ନରେନ୍ଦ୍ର ସିଂହ ତୋମାର କହିଛନ୍ତି। ନରେନ୍ଦ୍ର ସିଂହ […]
ଲଣ୍ଡନ: କରୋନାରେ ଆକ୍ରାନ୍ତ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ ବୋରିସ ଜନସନ ଧୀରେ ଧୀରେ ସୁସ୍ଥ ହେଉଛନ୍ତି। ତାଙ୍କୁ ଆଇସିୟୁରୁ ରେଗୁଲାର ୱାର୍ଡକୁ ଅଣାଯାଇଛି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଉପରେ ସ୍ୱତନ୍ତ୍ର ଭାବେ ଧ୍ୟାନ ରଖା ଯାଇଛି। ବୋରିସ ଜନସନ ଆଇସିୟୁରୁ ବାହାରି ଥିବାରୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଖୁସି ବ୍ୟକ୍ତ କରିଛନ୍ତି। ଏଥିସହ ସେ ଶୀଘ୍ର ଠିକ ହୋଇଯାଆନ୍ତୁ ବୋଲି ଟ୍ରମ୍ପ ପ୍ରାର୍ଥନା କରିଛନ୍ତି। ବୋରିସ ଜନସନ ମହାମାରୀ କରୋନା ଭାଇରସରେ ଆକ୍ରାନ୍ତ […]
ନୂଆଦିଲ୍ଲୀ: କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସାରାଦେଶକୁ ୨୧ ଦିନ ପାଇଁ ଲକ୍ଡାଉନ୍ କରାଯାଇଛି। ଏପ୍ରିଲ ୧୪ରେ ଏହି ଲକ୍ଡାଉନ୍ ଅବଧି ଶେଷ ହେଉଛି। ଲକ୍ଡାଉନ୍ ଅବଧି ବୃଦ୍ଧି ହେବ ନା ନାହିଁ ସେନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପୁଣିଥରେ ଦେଶବାସୀଙ୍କୁ ସମ୍ବୋଧନ କରିପାରନ୍ତି। ତେବେ ଏହି ନିଷ୍ପତ୍ତି ପୂର୍ବରୁ ଆସନ୍ତାକାଲି ପ୍ରଧାନମନ୍ତ୍ରୀ ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଭିଡ଼ିଓ କନଫରେନ୍ସ ମାଧ୍ୟମରେ ଆଲୋଚନା କରିବେ। ଦେଶରେ କରୋନାର ମୁକାବିଲା କଣ ପଦକ୍ଷେପ ନିଆଯାଉଛି ସେ […]
ଚଣ୍ଡୀଗଡ଼: ସାରାଦେଶ ଏବେ କରୋନା ବିରୋଧରେ ଲଢ଼େଇ କରୁଛନ୍ତି। ଏଭଳି କଠିନ ସମୟରେ ସେଲିବ୍ରିଟିଙ୍କଠୁ ଆରମ୍ଭ କରି ଅନେକ ସଂସ୍ଥା, ଏପରିକି ସାଧାରଣ ଲୋକ ମଧ୍ୟ ନିଜ ନିଜର ସାମର୍ଥ୍ୟ ଅନୁଯାୟୀ ସହାୟତା କରୁଛନ୍ତି। ଏସବୁ ଭିତରେ ହରିୟାଣା ସରକାର ଏକ ବଡ଼ ଘୋଷଣା କରିଛନ୍ତି। ହରିୟାଣା ସ୍ୱାସ୍ଥ୍ୟ ବିଭାଗର କର୍ମଚାରୀ, ଯେଉଁମାନେ କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରୁଛନ୍ତି ସେମାନଙ୍କର ଦରମା ଦ୍ୱିଗୁଣା ବଢା ଯିବ ବୋଲି ହରିୟାଣା ସରକାର ଘୋଷଣା କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗର […]
ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୧୯୯ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୫୭୦୯ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୫୦୩ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି। ମହାରାଷ୍ଟ୍ରରେ ସବୁଠାରୁ ଅଧିକ ଲୋକ ଏହି ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏହାପରେ ଯଥାକ୍ରମେ ତାମିଲନାଡୁ, ଦିଲ୍ଲୀ, ରାଜସ୍ଥାନ, ତେଲେଙ୍ଗାନା, ମଧ୍ୟପ୍ରଦେଶ, ଉତ୍ତରପ୍ରଦେଶ, ଆନ୍ଧ୍ରପ୍ରଦେଶ, କେରଳରେ ଆକ୍ରାନ୍ତଙ୍କ ସଂଖ୍ୟା […]
ନୂଆଦିଲ୍ଲୀ: ସାରା ବିଶ୍ୱରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଲକ୍ଷ ଟପିଛି। ସେହିପରି ମୃତ୍ଯୁ ସଂଖ୍ୟା ୯୫ ହଜାର ଟପିଛି। ଏହି ମହାମାରୀ କବଳରେ ଏବେ ବିଶ୍ୱର ୨୦୯ ଦେଶ। ଆକ୍ରାନ୍ତଙ୍କ ମଧ୍ୟରୁ ୩ ଲକ୍ଷ ୫୬ ହଜାର ୬୫୬ଜଣ ସୁସ୍ଥ ହୋଇଛନ୍ତି। ଆମେରିକାରେ ଦିନକୁ ଦିନ ସ୍ଥିତି ଉଦବେଗଜନକ ଆଡକୁ ଗତି କରୁଛି। ବର୍ତ୍ତମାନ ସୁଦ୍ଧା ଆମେରିକାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ୬୮ ହଜାର ଟପିଲାଣି। ଆମେରିକାରେ କରୋନାରେ ଆକ୍ରାନ୍ତରେ ୧୬ […]
ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେବାରେ ଲାଗିଛି। କରୋନା ଆକ୍ରାନ୍ତରେ ଦେଶରେ ମୃତ୍ୟୁ ସଂଖ୍ୟା ୧୬୬ ଛୁଇଁଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ୫୦୯୫ ଜଣ କରୋନାରେ ଆକ୍ରାନ୍ତ ହୋଇଥିବାବେଳେ ୪୭୨ ଜଣ ସୁସ୍ଥ ହୋଇଛନ୍ତି ବା ହସ୍ପିଟାଲରୁ ଡିସ୍ଚାର୍ଜ ହୋଇଛନ୍ତି। କରୋନାରେ ଆକ୍ରାନ୍ତ ହୋଇ ଗତ ୨୪ ଘଣ୍ଟାରେ ଦେଶରେ ୧୭ ଜଣଙ୍କ ମୃତ୍ୟୁ ଘଟିଛି। ମହାରାଷ୍ଟ୍ରରେ […]
ୱାଶିଂଟନ: ମହାମାରୀ କରୋନାର ମୁକାବିଲା ପାଇଁ ଆମେରିକା ମାଗିଥିବା ହାଇଡ୍ରୋକ୍ସିକ୍ଲୋରୋକୁଇନ୍ (HCQ)କୁ ଭାରତ ପଠାଇବ ବୋଲି ଅନୁମତି ଦେଇଛି। ଏହାକୁ ନେଇ ଭାରତକୁ ଧନ୍ୟବାଦ ଦେଇଛନ୍ତି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ। ବୁଧବାର ଦିନ ଟ୍ୱିଟ କରି ଟ୍ରମ୍ପ କହିଛନ୍ତି, ‘HCQକୁ ନେଇ ଭାରତ ଓ ଭାରତୀୟଙ୍କ ନିଷ୍ପତ୍ତି ଓ ସାହାଯ୍ୟକୁ ଭୁଲି ହେବନି। ଏହି ଲଢେଇରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୃଢ଼ ନେତୃତ୍ୱ କେବଳ ଭାରତକୁ ସହଯୋଗ କରିବ ନାହିଁ ବରଂ ଏହା ମାନବିକତାର ପରିଚୟ […]
ନୂଆଦିଲ୍ଲୀ: କରୋନା ଆକ୍ରାନ୍ତରେ ସାରା ବିଶ୍ୱରେ ମୃତ୍ଯୁ ସଂଖ୍ୟା ୮୮ ହଜାର ଟପିଛି। ସେହିପରି ମୋଟ ସଂକ୍ରମଣଙ୍କ ସଂଖ୍ୟା ୧୫ ଲକ୍ଷ ୧୮ ହଜାର ଟପିଲାଣି। ଏହି ମହାମାରୀ କବଳରେ ଏବେ ବିଶ୍ୱର ୨୦୯ ଦେଶ। ତେବେ ଦିନକୁ ଦିନ ଆମେରିକାରେ ସ୍ଥିତି ଉଦବେଗଜନକ ଆଡକୁ ଗତି କରୁଛି। ଆମେରିକାରେ ମୃତ୍ଯୁ ସଂଖ୍ୟା ୧୪ ହଜାର ୭୦୦ ଟପି ଥିବାବେଳେ ୪ ଲକ୍ଷ ୩୫ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତକାଲି ଗୋଟିଏ ଦିନରେ ଆମେରିକାରେ […]
ମୁମ୍ବାଇ: ମହାମାରୀ କରୋନା ପାଇଁ ମୁମ୍ବାଇ ଓ ପୁଣେରେ ଲକଡାଉନ ଅବଧିକୁ ଆଉ ୨ ସପ୍ତାହ ବୃଦ୍ଧି କରିବାକୁ ମହାରାଷ୍ଟ୍ର ସରକାର ଯୋଜନା କରୁଛନ୍ତି। ଏନେଇ ଆଜି ରାଜ୍ୟ କ୍ୟାବିନେଟ ବୈଠକ ବସିଥିଲା। ବୈଠକ ସମ୍ପର୍କରେ କୌଣସି ତଥ୍ୟ ସାର୍ବଜନୀନ କରାଯାଇ ନଥିଲେ ହେଁ ମୁମ୍ବାଇ ଓ ପୁଣେରେ ଲକଡାଉନ ଅବଧିକୁ ଦୁଇ ସପ୍ତାହ ବୃଦ୍ଧି କରିବାକୁ ଯୋଜନା ହୋଇଥିବା ଜଣାପଡ଼ିଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାରୁ ସରକାର ଏଭଳି ନିଷ୍ପତ୍ତି ନେବାକୁ ଯୋଜନା […]
ମୁମ୍ବାଇ: ମହାମାରୀ କରୋନାର ହଟସ୍ପଟ ଭାବେ ଚିହ୍ନଟ ହୋଇଥିବା ମୁମ୍ବାଇରେ ନୂଆ ନିୟମ ପ୍ରଣୟନ କରିଛନ୍ତି ରାଜ୍ୟ ସରକାର। ଏଠାରେ ଲୋକଙ୍କୁ ପବ୍ଲିକ ପ୍ଲେସରେ ମାସ୍କ ପିନ୍ଧିବା ପାଇଁ ବାଧ୍ୟତାମୂଳକ କରାଯାଇଛି। ଯଦି କେହି ଏହାକୁ ଉଲ୍ଲଙ୍ଘନ କରିବେ ଅର୍ଥାତ ମାସ୍କ ପିନ୍ଧିବେ ନାହିଁ, ତା’ହେଲେ ତାଙ୍କୁ ଗିରଫ କରାଯିବ। ଆଜି ମୁମ୍ବାଇ ପୌରପାଳିକା ସଂସ୍ଥା ପକ୍ଷରୁ ଏହି ଘୋଷଣା କରାଯାଇଛି। ସଂସ୍ଥା ପକ୍ଷରୁ କୁହାଯାଇଛି ଯେ, ଏଣିକି ମୁମ୍ବାଇରେ ପବ୍ଲିକ ପ୍ଲେସରେ ମାସ୍କ ପିନ୍ଧିବା ଜରୁରୀ। […]