ନୂଆଦିଲ୍ଲୀ: କରୋନା ଭାଇରସର ମୁକାବିଲା ଲାଗି ଦେଶବାସୀ ଏବେ ଏକାଠି ହୋଇଛନ୍ତି। ଏହି ମହାମାରୀର ମୁକାବିଲା ଲାଗି ଅନେକ ସେଲିବ୍ରିଟିଙ୍କ ଠାରୁ ଆରମ୍ଭ କରି ସାଧାରଣ ଜନତା ପର୍ଯ୍ୟନ୍ତ ସମସ୍ତେ ସହାୟତାର ହାତ ବଢ଼ାଇଛନ୍ତି। କିଏ ସେମାନଙ୍କର ଦରମା ଦାନ କରୁଛନ୍ତି ତ ଆଉ କିଏ ଅତି ଜରୁରୀ ଜିନିଷ ସବୁ ଦାନ କରୁଛନ୍ତି। ଏସବୁ ଭିତରେ ବିଜେପି ଏକ ବଡ଼ ଘୋଷଣା କରିଛି। ଏଭଳି ସମୟରେ ଭାରତର ବିଭିନ୍ନ ଲୋକ ଦାନ ପାଇଁ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟକୁ […]
ଗୌହାଟୀ: କରୋନା ଆକ୍ରାନ୍ତଙ୍କୁ ରଖିବା ପାଇଁ ଆସାମ ସରକାର ଏକ ବିଶାଳ କ୍ୱାରେଣ୍ଟାଇନ ସେଣ୍ଟର ନିର୍ମାଣ କରୁଛନ୍ତି। ସପ୍ତାହକ ମଧ୍ୟରେ ଏହି ବିଶାଳ କ୍ୱାରେଣ୍ଟାଇନ ସେଣ୍ଟରର କାମ ସାରିବାକୁ ଆସାମ ସରକାର ଯୋଜନା ରଖିଥିବା ରାଜ୍ୟର ମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ଆଜି ସୂଚନା ଦେଇଛନ୍ତି। ଏହି ବିଶାଳ କ୍ୱାରେଣ୍ଟାଇନ ସେଣ୍ଟର ବିମାନର ହ୍ୟାଙ୍ଗର ଭଳି ଦେଖାଯାଉଛି। ଯାହାର ଫଟୋକୁ ହିମନ୍ତ ନିଜ ଟ୍ୱିଟରରେ ପୋଷ୍ଟ କରିଛନ୍ତି। ସେ କହିଛନ୍ତି, “ଗୌହାଟୀରେ ଥିବା ସରୁସୋଜାଇ ସ୍ପୋର୍ଟସ କମ୍ପ୍ଲେକ୍ସ […]
ହାଇଦ୍ରାବାଦ: ଲକ୍ ଡାଉନ୍ ନିୟମ ଉଲ୍ଲଘଂନକାରୀ ଓ ଯେଉଁମାନେ ଘର ବାହାରକୁ ବାହାରିବେ ସେମାନଙ୍କ ପାଇଁ କଠୋର ହୋଇଛନ୍ତି ତେଲେଙ୍ଗାନା ମୁଖ୍ୟମନ୍ତ୍ରୀ କେସିଆର। ଲକ୍ ଡାଉନ୍ ବେଳେ ଯେଉଁମାନେ ଆଇନ ନ ମାନିବେ ସେମାନଙ୍କୁ ସୁଟ୍ ଆଟ୍ ସାଇଟ୍( ଦେଖିବାମାତ୍ରେ ଗୁଳି କରିବାକୁ) ସେ ନିର୍ଦ୍ଦେଶ ଦେଇଛନ୍ତି। ଯଦି ରାଜ୍ୟରେ ପୁଲିସ୍କୁ ଲୋକେ ସହଯୋଗ ନ କରନ୍ତି, ତା’ହେଲେ ଆବଶ୍ୟକ ପଡ଼ିଲେ କେନ୍ଦ୍ରରୁ ସେନା ମଗାଯିବ ବୋଲି ସେ କହିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଗତକାଲି କରୋନା […]
ନୂଆଦିଲ୍ଲୀ: ଇରାନରେ ଫସିଥିବା ୨୭୭ ଜଣ ଭାରତୀୟ ଆଜି ସ୍ଵଦେଶ ଫେରିଛନ୍ତି। ସ୍ଵତନ୍ତ୍ର ବିମାନ ଯୋଗେ ଏମାନଙ୍କୁ ଇରାନରୁ ଅଣାଯାଇଛି । ଚୀନରେ କରୋନା ବ୍ୟାପିବା ପରେ ଏବେ ଇଟାଲୀ ଓ ଇରାନରେ ସ୍ଥିତି ଗମ୍ଭୀର ହୋଇଛି। ପୁଣି ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନା ଆକ୍ରାନ୍ତରେ ତାମିଲନାଡୁରେ ଜଣେ ୫୪ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଜି ଭୋର ସମୟରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଆକ୍ରାନ୍ତରେ ମୃତ୍ୟୁ […]
ମଦୁରାଇ: ପୁଣି ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନା ଆକ୍ରାନ୍ତରେ ତାମିଲନାଡୁରେ ଜଣେ ୫୪ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଆଜି ଭୋର ସମୟରେ ସମ୍ପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ଦେଶରେ କରୋନା ଆକ୍ରାନ୍ତରେ ମୃତ୍ୟୁ ସଂଖ୍ୟା ୧୧ ରେ ପହଞ୍ଚିଛି। ତାମିଲନାଡୁରେ କରୋନା ଆକ୍ରାନ୍ତରେ ମୃତ୍ୟୁ ଘଟଣାରେ ଏହା ହେଉଛି ପ୍ରଥମ। A #COVID19 positive patient who was admitted at Rajaji Hospital in Madurai, Tamil […]
ବ୍ରହ୍ମପୁର: କରୋନା ସମ୍ପର୍କରେ ସୋସିଆଲ ମିଡିଆରେ ମିଥ୍ୟା ଖବର ପ୍ରଚାର କରିବା ଅଭିଯୋଗରେ ଗଞ୍ଜାମ ଛତ୍ରପୁର ପୁଲିସ ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ହେଲେ ବଡ଼ ଆର୍ଯ୍ୟପଲି ଗାଁର ସି.ଆର୍ଯ୍ୟ। ଏନେଇ ଗଞ୍ଜାମ ଏସପିଙ୍କ ଟ୍ୱିଟର ହ୍ୟାଣ୍ଡେଲରୁ ଟ୍ୱିଟ କରି ସୂଚନା ଦିଆଯାଇଛି। ସୂଚନା ଅନୁସାରେ, ଛତ୍ରପୁର ଅଞ୍ଚଳରେ ଜଣେ ଵ୍ୟକ୍ତି କରୋନାରେ ଆକ୍ରାନ୍ତ ନେଇ ଗିରଫ ଅଭିଯୁକ୍ତ ଜଣଙ୍କ whatsapp ରେ ମିଛ ଖବର ପ୍ରଚାର କରିଥିଲେ। Chatrapur Police arrested one Ch. […]
କୋଲକାତା: କରୋନା ଭାଇରସ ଆକ୍ରାନ୍ତରେ ଭାରତରେ ପୁଣି ଆଉ ଜଣଙ୍କ ମୃତ୍ୟୁ ଘଟିଛି। କୋଲକାତାରେ ଏହି ୫୭ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। ଫଳରେ ମୃତକଙ୍କ ସଂଖ୍ୟା ୮ରେ ପହଁଚିଛି। କୋଲକାତାରେ କରୋନା ଆକ୍ରାନ୍ତରେ ମୃତ୍ୟୁ ଘଟିବା ଏହା ହେଉଛି ପ୍ରଥମ ଘଟଣା। କରୋନା ମୁକାବିଲା ଲାଗି ଭାରତ ସରକାର ପ୍ରଥମେ ଟ୍ରେନ ଓ ଅନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ରୋକ ଲଗାଇଥିଲେ। ଏବେ ଆଉ ଏକ ପଦକ୍ଷେପ ଗ୍ରହଣ କରିଛନ୍ତି ସରକାର। ଆସନ୍ତାକାଲି […]
ଭୁବନେଶ୍ୱର: କରୋନା ପାଇଁ ମାର୍ଚ୍ଚ ୨୨ରୁ ୨୯ ତାରିଖ ଯାଏ ୫ଟି ଜିଲ୍ଲା ସମେତ ଓ ୮ ସହରକୁ ପ୍ରାୟ ସମ୍ପୂର୍ଣ୍ଣ ଲକ୍ ଡାଉନ୍ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏହି ଜିଲ୍ଲାକୁ ଗୁଡ଼ିକ ହେଲା- ଖୋର୍ଦ୍ଧା, ଗଞ୍ଜାମ, କଟକ, କେନ୍ଦ୍ରାପଡ଼ା ଓ ଅନୁଗୁଳ। ଉପରୋକ୍ତ ଜିଲ୍ଲାକୁ ଛାଡ଼ିଦେଲେ ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ୱର, ଭଦ୍ରକ, ପୁରୀ, ଯାଜପୁର ରୋଡ୍, ଯାଜପୁର ଟାଉନ୍ ଓ ରାଉରକେଲା ସହର ମଧ୍ୟ ପ୍ରାୟ ସମ୍ପୂର୍ଣ୍ଣ ଲକ୍ ଡାଉନ୍ ଘୋଷଣା କରାଯାଇଛି। […]
ଭୁବନେଶ୍ୱର: ଆସନ୍ତା କାଲିଠାରୁ ମାର୍ଚ୍ଚ ୩୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱର ଓ କଟକରେ ଥିବା ସମସ୍ତ ପାର୍କ ବନ୍ଦ ରହିବ ବୋଲି ବିଏମ୍ସି ଓ ସିଏମ୍ସି ପକ୍ଷରୁ କୁହାଯାଇଛି। ସମସ୍ତ ସରକାରୀ ଓ ଘରୋଇ ମାଲିକାନାରେ ଥିବା ପାର୍କ ବନ୍ଦ ରହିବ। କରୋନା ଭାଇରସ୍ର ମୁକାବିଲା ନେଇ ବିଏମ୍ସି ଓ ସିଏମ୍ସି ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ସୂଚନାଯୋଗ୍ୟ, ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୭୧ରେ ପହଞ୍ଚିଥିବା ବେଳେ ଓଡ଼ିଶାରେ ଦୁଇ ଜଣ କରୋନାରେ ଆକ୍ରାନ୍ତ […]
ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୨ ଅର୍ଥାତ୍ ଆସନ୍ତାକାଲି ଜନତା କର୍ଫ୍ୟୁ ପାଳନ ପାଇଁ ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଆସନ୍ତାକାଲି ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଘରୁ ନ ବାହାରିବାକୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ଓଡ଼ିଶାର ସମସ୍ତ ଘରୋଇ ବସ୍ ଚଳାଚଳ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି। ଜନତା କର୍ଫ୍ୟୁ ପାଇଁ ଘରୋଇ ବସ୍ ଚଳାଚଳ ବନ୍ଦ ନେଇ ନିଷ୍ପତ୍ତି ଗ୍ରହଣ କରାଯାଇଛି। ଏନେଇ ଘରୋଇ ବସ୍ […]
କଟକ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମାର୍ଚ୍ଚ ୨୨ ଅର୍ଥାତ୍ ଆସନ୍ତାକାଲି ଜନତା କର୍ଫ୍ୟୁ ପାଳନ ପାଇଁ ଦେଶବାସୀଙ୍କୁ ନିବେଦନ କରିଛନ୍ତି। ଆସନ୍ତାକାଲି ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ଘରୁ ନ ବାହାରିବାକୁ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ନିବେଦନ କରିଛନ୍ତି। ସେହିପରି ଆସନ୍ତାକାଲି କୌଣସି ପାସେଞ୍ଜର ଟ୍ରେନ୍ ମଧ୍ୟ ଗଡ଼ିବନି। ଶନିବାର-ରବିବାର ମଧ୍ୟ ରାତ୍ରୀରୁ ପାସେଞ୍ଜର ଟ୍ରେନ ନ ଗଡ଼ିବା ନେଇ ନିଷ୍ପତ୍ତି ହୋଇଛି। ଜନତା କର୍ଫ୍ୟୁ ପାଳନ ପାଇଁ ଆସନ୍ତକାଲି କଟକରେ ବସ୍ ଚଳାଚଳ ବନ୍ଦ ରହିବ। ଏନେଇ […]
ରାଜ୍ୟରେ କରୋନା ସଂକ୍ରମଣ ହାର ସ୍ଥିର ରହିଛି। ଦୈନିକ ୨ ହଜାର ପାଖାପାଖି ସଂକ୍ରମିତ ଚିହ୍ନଟ ହେଉଛନ୍ତି। ମୃତ୍ୟୁ ସଂଖ୍ୟା ମଧ୍ୟ ୬୦ ତଳକୁ ଖସୁନି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୧,୯୪୮ କରୋନା ପଜିଟିଭ ବାହାରିଛନ୍ତି।
ରାଜ୍ୟରେ କମୁଛି, ହେଲେ ଭୁବନେଶ୍ୱର ଓ କଟକରେ ଚିନ୍ତାଜନକ ସ୍ଥିତିରେ କରୋନା । ବିଶେଷ କରି ଆଇସିୟୁ ଓ ଭେଣ୍ଟିଲେଟରରେ ଥିବା ଆକ୍ରାନ୍ତଙ୍କ ସଂଖ୍ୟା ଯଥେଷ୍ଟ ଅଧିକ ରହିଛି ।
ରାଜଧାନୀ ଭୁବନେଶ୍ୱରରେ ଆରମ୍ଭ ହୋଇଛି ଗର୍ଭାବତୀଙ୍କ ଟୀକାକରଣ । ବିଏମ୍ସିର ସମସ୍ତ ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ର ଓ ସରକାରୀ ହସ୍ପିଟାଲରେ ଗର୍ଭବତୀଙ୍କ ଟିକାକରଣ କରାଯାଉଛି । ଆଜିଠାରୁ ଏହି ଅଭିଯାନକୁ ବ୍ୟାପକ କରାଯାଇଛି ।
ଆଜି ରାଜ୍ୟରୁ ୧,୯୨୭ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ପୁଣି ୬୯ ଜଣ ଆଖି ବୁଜିଥିବା କୁହାଯାଇଛି। ମୃତ ଓ ଆକ୍ରାନ୍ତଙ୍କ ତାଲିକାରେ ଖୋର୍ଦ୍ଧା ଜିଲ୍ଲା ଉପରେ ରହିଛି। ଏଠାରେ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ସର୍ବାଧିକ ରୋଗୀ ଆଖି ବୁଜିଛନ୍ତି।
ଚତୁର୍ଥ ସେରୋ ସର୍ଭେ ନେଇ ICMR ଡିଜି ବଳରାମ ଭାର୍ଗବଙ୍କ ସୂଚନା । ଏବେ ବି ୪୦ କୋଟି ଲୋକ ସମ୍ବେଦନଶୀଳ ଥିବା କହିଲେ ଭାର୍ଗବ ।ପିଲାଙ୍କ ଠାରୁ ଆରମ୍ଭ କରି ବୟସ୍କଙ୍କ ପର୍ଯ୍ୟନ୍ତ, ସମସ୍ତ ବର୍ଗର ଲୋକଙ୍କୁ ନେଇ ସର୍ଭେ ହୋଇଥିଲା ।
କଟକଣା କୋହଳ ଯୋଗୁଁ ଲୋକଙ୍କ ଗହଳି ହିଁ ତୃତୀୟ ଲହରର କାରଣ ହେବ। ତୃତୀୟ ଲହର ପାଇଁ ଆମେ ପ୍ରସ୍ତୁତ ଅଛୁ, ଆକ୍ସନ ପ୍ଲାନ ପ୍ରସ୍ତୁତ କରାଯାଉଛି। ଫୋକସ, ସର୍ଭେଲାନ୍ସକୁ ଅଗଷ୍ଟ ପରେ ସରକାର ବଢ଼ାଇପାରନ୍ତି।
ନୂଆଦିଲ୍ଲୀ: କରୋନା ଭାଇରସର ପ୍ରକୋପ ଦିନକୁ ଦିନ ବଢ଼ିବାରେ ଲାଗିଛି। ବଲିଉଡ ସମେତ ଅନେକ ଟିଭି କଳାକାରମାନେ ବି ଏହି ଭାଇରସ ଦ୍ୱାରା ଶିକାର ହେଉଛନ୍ତି। ଏବେ ଟିଭି ଅଭିନେତ୍ରୀ ଶ୍ରେନୁ ପାରିକ୍ ମଧ୍ୟ କରୋନାରେ ପଜିଟିଭ ଥିବା ଜଣାପଡିଛି। ଶ୍ରେନୁ ଏବେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି। ଏନେଇ ଶ୍ରେନୁ ନିଜ ଇନ୍ଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। View this post on Instagram Even after being so careful if it can […]
ରାଜ୍ୟରେ ଆଉ ୫୬ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୯ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଗତକାଲି କରୋନା କରୋନା ସଂକ୍ରମଣ ଗ୍ରାଫ୍ ତଳକୁ ଖସିଥିବା ବେଳେ ଆଜି ୨ ହଜାର ପାର କରିଛି।
ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ ତା’ର କାୟାକୁ ବିସ୍ତାର କରିବାରେ ଲାଗିଛି। ଏନେଇ ପୁଣି ଦିଲ୍ଲୀରେ ଜଣେ ପୋଲିସ ଅଧିକାରୀ କରୋନାରେ ପ୍ରାଣ ହରାଇଛନ୍ତି। ତାଙ୍କ ନାଁ ଜୀଓନ ସିଂ। ଜିଓନ ଦିଲ୍ଲୀରେ ସ୍ପେଶାଲ ବ୍ରାଞ୍ଚରେ ଆସିଷ୍ଟାଣ୍ଟ ସବ୍ ଇନ୍ସପେକ୍ଟର ଭାବେ କାର୍ଯ୍ୟରତ ଥିଲେ। ଜିଓନଙ୍କୁ ଜୁନ୍ ୨୩ରେ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ଗତକାଲି ଗଙ୍ଗରାମ ମେଡିକାଲରେ ତାଙ୍କର ମୃତ୍ୟୁ ଘଟିଥିଲା। କରୋନା ଭାଇରସ ସଂକ୍ରମଣ ଯୋଗୁ ଏପର୍ଯ୍ୟନ୍ତ ଦିଲ୍ଲୀରେ ୧୨ ଜଣ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। […]
ମୁମ୍ୱାଇ: ସମଗ୍ର ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ଭାଇରସ। ଏନେଇ ମହାରାଷ୍ଟ୍ରର ୨୭୮ ପୋଲିସ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଫଳରେ ପୋଲିସ୍ ଫୋର୍ସରେ ସଂକ୍ରମିତ କର୍ମଚାରୀଙ୍କ ସଂଖ୍ୟା ୫୭୧୩କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୭୧ ଜଣ ପ୍ରାଣ ହରାଇଛନ୍ତି। ଏନେଇ ପୋଲିସର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ମୁମ୍ୱାଇରେ ସର୍ବାଧିକ ୪୩ ଜଣ କରୋନାରେ ପ୍ରାଣ ହରାଇଛନ୍ତି। ମୃତକଙ୍କ ମଧ୍ୟରେ ଦୁଇଜଣ ଅଧିକାରୀ ମଧ୍ୟ ଅଛନ୍ତି। […]
ଲକ୍ଷ୍ନୌ: ସମଗ୍ର ଦେଶରେ କରୋନା ଭାଇରସ ତା’ର କାୟାକୁ ବିସ୍ତାର କରିବାରେ ଲାଗିଛି। କରୋନାକୁ ଦୂର କରିବା ପାଇଁ ସରକାର ସମସ୍ତ ପ୍ରକାର ପଦକ୍ଷେପ ମଧ୍ୟ ନେଉଛନ୍ତି। ଏବେ ଉତ୍ତରପ୍ରଦେଶ ବାରାଣାସୀର ଅଜଗରା ବିଧାନସଭାର ବିଧାୟକ କୈଳାଶ ସୋନକର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ୟୁପିର ପୂର୍ବତନ କ୍ୟାବିନେଟ୍ ମନ୍ତ୍ରୀ ଓମ୍ ପ୍ରକାଶ ରାଜଭରଙ୍କ ପାର୍ଟି ସୁହେଲଦେବ ଭାରତୀୟ ସମାଜ ପାର୍ଟିର ଜଣେ ବିଧାୟକ ହେଉଛନ୍ତି କୈଳାଶ ସୋନକର। ଖବର ଅନୁଯାୟୀ, କୈଳାଶ ସୋନକର ପରୀକ୍ଷା ପାଇଁ ତାଙ୍କ […]
ନୂଆଦିଲ୍ଲୀ: ପାକିସ୍ତାନର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଜାଫର ମିର୍ଜା ଗତକାଲି କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଏନେଇ ମିର୍ଜା ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ କରୋନାର ସାମାନ୍ୟ ଲକ୍ଷଣ ମୁଁ ଅନୁଭବ କରୁଛି। ଏନେଇ ମୁଁ ସମସ୍ତ ସତର୍କତା ଅବଲମ୍ୱନ କରୁଛି। ଡାକ୍ତରଙ୍କ ପରାମର୍ଶ ଅନୁଯାୟୀ ମୁଁ ହୋମ୍ କ୍ୱାରେଣ୍ଟିନ୍ରେ ରହୁଛି। କରୋନା ସମ୍ୱନ୍ଧୀୟ ସମସ୍ତ ସତର୍କତା ଅବଲମ୍ୱନ କରୁଛି। ମିର୍ଜା କହିଛନ୍ତି ଯେ ମୋ ପାଇଁ ପ୍ରାର୍ଥନା କର। <327> I […]
ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରେ ୧୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଟି ଲୋକାଲ୍ କେସ୍ ଥିବାବେଳେ ୮ଜଣ ହୋମ୍ କ୍ୱାରେଣ୍ଟିନ୍ରୁ ଚିହ୍ନଟ ହୋଇଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। Update on newly detected & cured #COVID19 cases in the last 24 hrs under the BMC area on 2nd July 2020(till 9am). Further contact tracing […]
ନୂଆଦିଲ୍ଲୀ: ଦେଶର କରୋନା ଭାଇରସ ଦ୍ରୁତ ଗତିରେ ବଢ଼ିଚାଲିଛି। ଏନେଇ ଦିଲ୍ଲୀ ପୋଲିସର ସ୍ପେଶାଲ ସେଲରେ କାମ କରୁଥିବା ଇନ୍ସପେକ୍ଟର ସଞ୍ଜୀବ କୁମାର ଯାଦବ ଗତକାଲି ବିଳମ୍ୱିତ ରାତରେ ପ୍ରାଣ ହରାଇଛନ୍ତି। ସଞ୍ଜୀବ ଯାଦବ ଗତ ୧୪ ଦିନ ହେବ କରୋନା ସହ ଯୁଦ୍ଧ କରୁଥିଲେ। ସେ ସାକେଟ୍ର ମ୍ୟାକ୍ସ ହସ୍ପିଟାଲର ଭେଣ୍ଟିଲେଟରରେ ଥିଲେ। ସଞ୍ଜୀବଙ୍କୁ ଦୁଇଥର ପ୍ଲାଜମା ଦିଆଯାଇଥିଲା। କେବଳ ଏତିକି ନୁହେଁ ତାଙ୍କ ପାଇଁ ଆମେରିକାରୁ ଔଷଧ ଓ ଇଞ୍ଜେକ୍ସନ ମଧ୍ୟ ଅଣାଯାଇଥିଲା। ପରେ […]