• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

covid
କରୋନାକୁ ନେଇ ବ୍ୟସ୍ତ ହୁଅନି, ବରଂ କଣ କରିବାକୁ ପଡ଼ିବ, କହିଲେ ଗୁଲେରିଆ

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ତାର ଉଗ୍ର ରୂପ ଧାରଣ କରିଛି। ମହାମାରୀ କୋଭିଡ୍‌କୁ କିପରି ସାଧାରଣ ଲୋକ ପ୍ରତିହତ କରିବେ, ଏନେଇ ନେଇ ଦେଶର ୪ ପ୍ରଖ୍ୟାତ ଡାକ୍ତର ଆଲୋଚନା କରିଛନ୍ତି। ଆଲୋଚନାରେ ଦିଲ୍ଲୀ AIIMS ନିର୍ଦ୍ଦେଶକ ରଣଦୀପ ଗୁଲେରିଆ ସାମିଲ ହୋଇଛନ୍ତି। ମେଦାନ୍ତ ହସ୍ପିଟାଲର ଅଧ୍ୟକ୍ଷ ଡକ୍ଟର ନରେଶ ତ୍ରେହାନ, AIIMSର ଔଷଧ ବିଭାଗ ମୁଖ୍ୟ ଡକ୍ଟର ନବନୀତ ୱିଗ୍ ମଧ୍ୟ ସାମିଲ ହୋଇଛନ୍ତି। ସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ଡକ୍ଟର ସୁନୀଲ କୁମାର ମଧ୍ୟ […]

  • Thursday, 15 July 2021
dhrmendra-pradhan
ହିଙ୍ଗୁଳା ମନ୍ଦିର ପାଇଁ ୯. ୩୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର: ଅନୁଗୁଳ ତାଳଚେର ଗୋପାଳପ୍ରସାଦ ସ୍ଥିତ ମା ହିଙ୍ଗୁଳା ମନ୍ଦିରର ନିର୍ମାଣ କାର୍ଯ୍ୟକୁ ତ୍ୱରାନିତ କରିବା ପାଇଁ ମହାନଦୀ କୋଲଫିଲ୍ଡ ଲିମିଟେଡ ବୋର୍ଡ ସିଏସଆର୍ ପାଣ୍ଠିରୁ ୯. ୩୨ କୋଟି ଟଙ୍କା ଅନୁମୋଦନ ଦେଇଥିବାରୁ କେନ୍ଦ୍ର ସଂସଦୀୟ ବ୍ୟାପାର, କୋଇଲା ଓ ଖଣି ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଗତ ଜାନୁଆରୀ ୧୩ ତାରିଖରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ସମ୍ପର୍କରେ କେନ୍ଦ୍ରମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଚିଠି ଲେଖି ଜଣାଇଥିଲେ। ତାଳଚେର […]

  • Thursday, 15 July 2021
Covaxin
କରୋନା ଟିକା କୋଭାକ୍ସିନ୍‌ର ଦର ଘୋଷଣା

ନୂଆଦିଲ୍ଲୀ: କରୋନା ଟିକା କୋଭାକ୍ସିନ୍‌ର ଦର ଘୋଷଣା କଲା ଏହାର ନିର୍ମାତା କଂପାନୀ ଭାରତ ବାୟୋଟେକ୍। କୋଭାକ୍ସିନ୍ ଟିକାର ଡୋଜ୍ ପିଛା ଦର ରାଜ୍ୟ ସରକାରଙ୍କ ପାଇଁ ୬ ଶହ ଟଙ୍କା ଓ ଘରୋଇ ହସ୍ପିଟାଲ ପାଇଁ ୧୨ ଶହ ଟଙ୍କା ଧାର୍ଯ୍ୟ କରାଯାଇଛି। ଏଥିସହ ବିଦେଶ ରପ୍ତାନୀ ପାଇଁ ଡୋଜ୍ ପିଛା ଦର ୧୫ରୁ ୨୦ ଡଲାର୍ ରଖିଛି ଭାରତ୍ ବାୟୋଟେକ୍। ପ୍ରଥମ ଓ ଦ୍ୱିତୀୟ ପର୍ଯ୍ୟାୟ ପୂର୍ବରୁ ଏହା କେନ୍ଦ୍ର ସରକାରଙ୍କୁ ୧୫୦ ଟଙ୍କାରେ […]

  • Thursday, 15 July 2021
hanged
ଅକ୍ସିଜେନ୍‌ ଗାଡ଼ିକୁ ରୋକିଲେ ଫାଶିଖୁଣ୍ଟରେ ଝୁଲାଇଦେବୁ: ହାଇକୋର୍ଟ

ନୂଆଦିଲ୍ଲୀ: ଦେଶର ରାଜଧାନୀ ଦିଲ୍ଲୀ ଏବେ ସତେ ଯେମିତି ପାଲଟିସାରିଛି କରୋନା ରାଜଧାନୀ। ଏଠାରେ ସଂକ୍ରମଣ ହାର ଥମିବାର ନାଁ ନେଉନଥିବା ବେଳେ, ଗତ ୨୪ ଘଣ୍ଟାରେ ସର୍ବାଧିକ ମୃତ୍ୟୁ ଘଟିଛି। କେବଳ ରୋଗ ଜୀବନ ନେଉନି, ଅମ୍ଳଜାନର ଅଭାବ ବି ଯମଦୂତ ଭଳି ଦିଲ୍ଲୀର ସ୍ଥିତି ଅଧିକରୁ ଅଧିକ ବିଗାଡ଼ିବାରେ ଲାଗିଛି। ଦିଲ୍ଲୀରେ ଉପୁଜିଥିବା ଭୟଙ୍କର ଅମ୍ଳଜାନ ସଂକଟର ମୁକାବିଲା ଲାଗି ଦେଶର ସବୁ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହାୟତା ଲୋଡ଼ିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ୱାଲ୍। ରାଜ୍ୟରେ […]

  • Thursday, 15 July 2021
economy
ଓଡ଼ିଶା ଅର୍ଥନୀତିରୁ ଧୋଇ ହୋଇଯିବ ୧୯୨୭ କୋଟି ଟଙ୍କା

ଭୁବନେଶ୍ୱର: ଓଡ଼ିଶା ଅର୍ଥନୀତିକୁ ଢେର୍ ମହଙ୍ଗା ପଡ଼ିବ ସପ୍ତାହନ୍ତ ସଟ୍‌ଡାଉନ୍। ଅର୍ଥନୀତିରୁ ଧୋଇ ହୋଇଯିବ ୧ ହଜାର ୯୨୭ କୋଟି ଟଙ୍କା। ଏମିତିକି ବିଭିନ୍ନ ରାଜ୍ୟରେ ଲକ୍‌ଡାଉନ୍ ଓ ସଟ୍‌ଡାଉନ୍ ଯୋଗୁଁ ଦେଢ଼ ଲକ୍ଷ କୋଟି ଟଙ୍କାର କ୍ଷତି ସହିବ ପୂରା ଦେଶ। ନିଜର ସଦ୍ୟତମ ରିପୋର୍ଟରେ ଏମିତି ଆକଳନ କରିଛି ଭାରତୀୟ ଷ୍ଟେଟ୍ ବ୍ୟାଙ୍କ। ଅର୍ଥନୀତି ବିଶାରଦଙ୍କ ମତରେ, ଏବେ ୱିକେଣ୍ଡ ସଟ୍‌ଡାଉନ୍‌ର ପ୍ରଭାବ ନଗଣ୍ୟ ରହିଛି। ତେବେ ଆଗାମୀ ଦିନରେ ଯଦି ଲକ୍‌ଡାଉନ୍ ଓ […]

  • Thursday, 15 July 2021
quarentine
କୋହଳ ହେଲା କ୍ୱାରେଣ୍ଟିନ୍ ଅବଧି

ଭୁବନେଶ୍ୱର: ବେଙ୍ଗଲ ଫେରନ୍ତାଙ୍କ ପ୍ରତି ଥିବା ନିୟମରେ ସାମାନ୍ୟ ପରିବର୍ତ୍ତନ ହୋଇଛି। ନେଗେଟିଭ ରିପୋର୍ଟ, ୨ ଡୋଜ୍ ଟିକା ନେଇଥିଲେ କ୍ୱାରେଣ୍ଟିନ କୋହଳ ହୋଇଛି। ପୂର୍ବ ଘୋଷିତ ୧୪ ଦିନ ପରିବର୍ତ୍ତେ ୭ ଦିନ ପାଇଁ ହୋମ୍ କ୍ୱାରେଣ୍ଟିନରେ ରହିବ। ହୋମ୍ କ୍ୱାରେଣ୍ଟିନ ସୁବିଧା ନଥିଲେ ସରକାରୀ କ୍ୱାରେଣ୍ଟିନରେ ରହିବେ। ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ କାର୍ଯ୍ୟାଳୟରୁ ସଂଶୋଧିତ ନିୟମ ଜାରି କରାଯାଇଛି। ରାସ୍ତା, ବିମାନ ସହ ରେଳରେ ଆସୁଥିବା ଯାତ୍ରୀ ବି କ୍ୱାରେଣ୍ଟିନରେ ରହିବେ ବୋଲି କୁହାଯାଇଛି। […]

  • Thursday, 15 July 2021
juallllll
ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କୁ କରୋନା

ଭୁବନେଶ୍ୱର: ବରିଷ୍ଠ ବିଜେପି ନେତା ଜୁଏଲ ଓରାମଙ୍କୁ କରୋନା। କରୋନା ପଜିଟିଭ ହୋଇଥିବା ଟୁଇଟ୍ କଲେ ଜୁଏଲ ଓରାମ। ତେବେ ନିକଟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନଙ୍କୁ କରୋନା ଟେଷ୍ଟ କରିବାକୁ ଓ ଆବଶ୍ୟକ ପଦକ୍ଷେପ ନେବାକୁ ପରାମର୍ଶ ଦେଇଛନ୍ତି। I underwent #Covid-19 test today & it has turned out positive. Those who have came in contact with me in last few days are advised […]

  • Thursday, 15 July 2021
covid19
ବିଦେଶରୁ ଆମଦାନୀ ହେବ କରୋନା ଟିକା

ନୂଆଦିଲ୍ଲୀ: ବିଦେଶରୁ ଆମଦାନୀ ହେବ କରୋନା ଟିକା। କରୋନା ଟିକା ଆମଦାନୀ ନେଇ ପଥ ସୁଗମ କଲା କେନ୍ଦ୍ର। ଆମଦାନୀ ହେବାକୁ ଥିବା ଟିକା ଉପରୁ ସୀମା ଶୁଳ୍କ ଛାଡ଼ ହେବ। ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି। ୩ ମାସ ପାଇଁ ଟିକା ଆମଦାନୀ ଉପରେ ସୀମା ଶୁଳ୍କ ଛାଡ଼ ନିଷ୍ପତ୍ତି ନିଆଯାଇଛି। ଅକ୍ସିଜେନ ଅଭାବ ଓ ଯୋଗାଣ ନେଇ ପ୍ରଧାନମନ୍ତ୍ରୀ ସମୀକ୍ଷା କରିଛନ୍ତି। ଉଚ୍ଚସ୍ତରୀୟ ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ […]

  • Thursday, 15 July 2021
vaccaine
ଠିକ୍‌ ସମୟରେ ଟିକାନେଲେ କମିବ କରୋନା ସଂକ୍ରମଣ: ACS

ଭୁବନେଶ୍ୱର:  ମେ ୧ରୁ ଘରୋଇ ହସ୍ପିଟାଲକୁ ଦିଆଯାଉଥିବା ୨୫୦ ଟଙ୍କିଆ ଟିକା ବନ୍ଦ। ଏପ୍ରିଲ ୩୦ରୁ ସବୁ ଘରୋଇ CVCକୁ ଟିକା ବନ୍ଦ ନେଇ ACS ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସବୁ ଜିଲ୍ଲାପାଳ ଓ ମ୍ୟୁନିସିପାଲ କର୍ପୋରେସନକୁ ACS ଚିଠି କରିଛନ୍ତି। ଘରୋଇ ହସ୍ପିଟାଲ ସିଧାସଳଖ ଫାର୍ମା କମ୍ପାନୀ ଠାରୁ ଟିକା କିଣିବେ। ବ୍ୟବସ୍ଥା ଅନୁସାରେ ୫୦% କୋଟାରୁ ଘରୋଇ ହସ୍ପିଟାଲ ଟିକା କିଣିବେ। ଠିକ୍ ସମୟରେ ଦ୍ୱିତୀୟ ଡୋଜ୍ ଟିକା ନେବାକୁ ACS ପରାମର୍ଶ ପରାମର୍ଶ ଦେଇଛନ୍ତି। […]

triple-mutant
କେଉଁଠୁ ଆସିଲା କରୋନା ଭୂତାଣୁର ଟ୍ରିପଲ୍ ମ୍ୟୁଟାଣ୍ଟ୍ ଭାରିଆଣ୍ଟ୍?

ଭୁବନେଶ୍ୱର:  କରୋନାର ଦ୍ୱିତୀୟ ଲହର, ଭୂତାଣୁର ଡବଲ୍ ମ୍ୟୁଟେସନ୍, ୩ ଲକ୍ଷ ପାର୍ ଦୈନିକ ସଂକ୍ରମଣ, ତା ସାଙ୍ଗକୁ ୨୪ ଘଣ୍ଟାରେ ୨ହଜାରରୁ ଅଧିକ ମୃତ୍ୟୁ ଏତିକି ଯଥେଷ୍ଟ ନଥିଲା ଯେ, ଦେଶକୁ ଘାରିଲାଣି ଆଉ ଏକ ନୂଆ ଚିନ୍ତା। କିଛି ସଂକ୍ରମିତଙ୍କ ଠାରେ ଠାବ ହୋଇଛି କରୋନା ଭୂତାଣୁର ଟ୍ରିପଲ୍ ମ୍ୟୁଟାଣ୍ଟ୍ ଭାରିଆଣ୍ଟ୍। ୪ଟି ରାଜ୍ୟ- ପଶ୍ଚିମବଙ୍ଗ, ମହାରାଷ୍ଟ୍ର, ଦିଲ୍ଲୀ ଓ ଛତିଶଗଡ଼ରେ। ଏହା ଠାବ ହୋଇଥିଲେ ବି ପଶ୍ଚିମବଙ୍ଗକୁ ଏହାର ହଟ୍‌ଷ୍ପଟ୍ ବୋଲି ଅନୁମାନ […]

  • Thursday, 15 July 2021
migrants
ପଶ୍ଚିମବଙ୍ଗରୁ ଫେରିଲେ ହୋମ୍‌ ଆଇସୋଲେସନ ମନା

ଭୁବନେଶ୍ୱର: କରୋନା କଟକଣା ନେଇ ମୁଖ୍ୟ ଶାସନ ସଚିବ ଘୋଷଣା କରିଛନ୍ତି। ପଶ୍ଚିମବଙ୍ଗରୁ ଯେକେହି ଆସିଲେ ୧୪ ଦିନ କ୍ୱାରେଣ୍ଟିନ ରହିବେ। ପ.ବଙ୍ଗରେ କରୋନା ଉଗ୍ର ରୂପ ନେଇଥିବାରୁ ସରକାର କଟକଣା ଜାରି କରିଛନ୍ତି। ପଶ୍ଚିମବଙ୍ଗ ସହ ଲାଗିଥିବା ସବୁ ରାସ୍ତାରେ ଚେକିଂ କଡ଼ାକଡ଼ି ହେବ। ଚେକିଂ କଡ଼ାକଡ଼ି କରିବାକୁ ବାଲେଶ୍ୱର, ମୟୂରଭଂଜ ଏସ୍ପିଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପଶ୍ଚିମବଙ୍ଗରୁ ଆସୁଥିବା ସମସ୍ତ ଲୋକଙ୍କୁ ଚେକିଂ କରାଯିବ। ନେଗେଟିଭ ରିପୋର୍ଟ, ଟିକା ୨ ଡୋଜ୍ ନେଇନଥିଲେ କ୍ୱାରେଣ୍ଟିନରେ ରହିବେ। […]

  • Thursday, 15 July 2021
OTV-Portal
କରୋନାରୁ ମୁକ୍ତି ପାଇବା ପାଇଁ ଗାଁରେ ବୁଲିଲା ମଶାଲ

ଅଗର ମାଲୱା: କରୋନାର ଦ୍ୱିତୀୟ ଲହରୀ ସାରା ଦେଶରେ ଉଗ୍ର ରୂପ ଧାରଣ କଲାଣି। ମହାମାରୀକୁ ଦମନ କରିବା ପାଇଁ ଦେଶର ପ୍ରତିଷ୍ଠିତ ଫାର୍ମା କମ୍ପାନୀମାନେ ଦିନରାତି ଏକ କରିଦେଇଛନ୍ତି। କିନ୍ତୁ ଦେଶର କିଛି ଏମିତି କିଛି ଘଟଣା ଘଟୁଛି ଯାହା ଶୁଣିଲେ ଆପଣ ବି ଆଶ୍ଚର୍ଯ୍ୟ ହୋଇଯିବେ। ରାମଦାସ ଅଠୱାଲେଙ୍କ ‘ଗୋ କରୋନା ଗୋ’ ପରେ ଏବେ ଆଉ ଏକ ସ୍ଲୋଗାନ୍ ଚର୍ଚ୍ଚାକୁ ଆସିଛି। କରୋନାକୁ ତଡ଼ିବା ପାଇଁ ଏବେ ଚର୍ଚ୍ଚା ହୋଇଛି ‘ଭାଗ୍‌ କରୋନା […]

vaccanation
୧୮ବର୍ଷ ବୟସରୁ ଅଧିକ ସେବାୟତଙ୍କୁ ଦିଆଯିବ କରୋନା ଟିକା

ପୁରୀ: ଶ୍ରୀମନ୍ଦିର ସେବାୟତଙ୍କ ପାଇଁ ନୀଳାଚଳ ଭକ୍ତ ନିବାସ ପରିସରରେ କୋଭିଡ୍ କେୟାର ସେଣ୍ଟର ଉଦଘାଟିତ ହୋଇଛି। ଏଠାରେ ୧୨୦ ବେଡ୍ ବ୍ୟବସ୍ଥା ଅଛି। ପଜିଟିିଭ ଚିହ୍ନଟ ୫୦ରୁ ଅଧିକ ସେବାୟତ ଓ ଶ୍ରୀମନ୍ଦିର ପ୍ରଶାସନର କର୍ମଚାରୀଙ୍କୁ ଏଠାରେ ରଖାଯାଇଛି। ନୀଳାଚଳ ଭକ୍ତ ନିବାସ କୋଭିଡ କେୟାର ସେଣ୍ଟରରେ ସବୁ ବେଡ୍‌ରେ ଅକ୍ସିଜେନ ରହିବ। ଆଜି ପୁରୀ ଭକ୍ତନିବାସରେ ବୈଠକ ପରେ ଏହା କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର। ଆସନ୍ତା ୧ତାରିଖରୁ ୧୮ବର୍ଷ ବୟସରୁ […]

  • Thursday, 15 July 2021
cerum
ଖୋଲା ବଜାରରେ ମିଳିବ କରୋନା ଟିକା, ଜାଣନ୍ତୁ ମୂଲ୍ୟ କେତେ

ନୂଆଦିଲ୍ଲୀ: ଖୋଲା ବଜାରରେ ଟିକା ଉପଲବ୍ଧ ପାଇଁ ଦର ଘୋଷଣା ହୋଇଛି। କୋଭିସିଲଡ ଟିକା ପାଇଁ ଦର ଧାର୍ଯ୍ୟ କଲା ସେରମ। ରାଜ୍ୟ ସରକାରଙ୍କ ପାଇଁ ଟିକା ଡୋଜ୍ ପିଛା ଦର ୪ଶହ ଟଙ୍କା। ଘରୋଇ ହସ୍ପିଟାଲ ପାଇଁ ଟିକା ଡୋଜ୍ ୬ଶହ ଟଙ୍କା ଧାର୍ଯ୍ୟ ହୋଇଛି। ଖୋଲା ବଜାରରେ ଟିକା ଉପଲବ୍ଧ ପାଇଁ ଦର ଘୋଷଣା କରାଯାଇଛି। ଟିକା ଦର ନେଇ ସେରମ ସିଇଓ ଅଦର ପୁନାୱାଲା ସୂଚନା ଦେଇଛନ୍ତି। ଅନ୍ୟ ଦେଶ ତୁଳନାରେ ତାଙ୍କ […]

  • Thursday, 15 July 2021
vaccanation
କରୋନା ଟିକା ପାଇଁ କେନ୍ଦ୍ର ସରକାର ନେଲେ ବଡ ପଦକ୍ଷେପ

ନୂଆଦିଲ୍ଲୀ: କରୋନା ଟିକା ଉତ୍ପାଦନକୁ ପ୍ରୋତ୍ସାହନ ଦେବା ପାଇଁ କେନ୍ଦ୍ର ସରକାରଙ୍କ ବଡ ପଦକ୍ଷେପ। ଏଥିପାଇଁ ସେରମ ଇନଷ୍ଟିଚ୍ୟୁଟକୁ ୩ ହଜାର କୋଟି ଓ ଭାରତ ବାଓଟେକ୍‌କୁ ୧୫ଶହ କୋଟି ଟଙ୍କା ଆଗୁଆ ଦିଆଯିବ। ଏଥିପାଇଁ ଆଗତ ଏକ ପ୍ରସ୍ତାବକୁ କେନ୍ଦ୍ର ଅର୍ଥମନ୍ତ୍ରାଳୟ ପକ୍ଷରୁ ମଂଜୁରୀ ମିଳିଛି। ଜେନେରାଲ ଫାଇନାନସ ନିୟମାନୁଯାୟୀ, ବିନା ବ୍ୟାଙ୍କ ଗ୍ୟାରେଣ୍ଟିରେ ଏଭଳି ଟଙ୍କା ଆଗୁଆ ଦିଆଯାଇପାରିବ ନାହିଁ କିନ୍ତୁ କେନ୍ଦ୍ର ଅର୍ଥ ମନ୍ତ୍ରାଳୟ ପକ୍ଷରୁ ଐତିହାସିକ ନିଷ୍ପତ୍ତି ନିଆଯାଇ ଆଗୁଆ ଟଙ୍କା […]

  • Thursday, 15 July 2021
death
ଦେଶରେ ଦିନକରେ ୨୦୨୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: ଦିନକରେ ଦେଶରେ କରୋନା ନେଲା ୨୦୨୩ ଜଣଙ୍କ ଜୀବନ। ଦେଶରେ ୨୪ ଘଣ୍ଟାରେ ୨ ଲକ୍ଷ ୯୫ ହଜାର ୪୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୫୬ ଲକ୍ଷ ୧୬ ହଜାର ୧୩୦କୁ ବୃଦ୍ଧି ପାଇଛି। ସେହିପରି ଆଜିର କରୋନା ଆକ୍ରାନ୍ତଙ୍କ ମୃତ୍ୟୁକୁ ମିଶାଇ ମୃତ୍ୟୁସଂଖ୍ୟା ସଂଖ୍ୟା ୧ ଲକ୍ଷ ୮୨ ହଜାର ୫୫୩କୁ ବୃଦ୍ଧି ପାଇଛି। ଆକ୍ଟିଭ କେସ୍- ୨୧,୫୭,୫୩୮; ସୁସ୍ଥ ହେଲେଣି- ୧,୩୨,୭୬,୦୩୯ ଏଯାବତ ଦେଶରେ ୧୩,୦୧,୧୯,୩୧୦ ଡୋଜ୍ […]

  • Thursday, 15 July 2021
corona
ରାଜ୍ୟରେ ଆଉ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ, ୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଦିନରେ ୪ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ନୂଆପଡ଼ାରୁ ସର୍ବାଧିକ ୨ ଜଣ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ। ଏଥିସହ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୧ ହଜାର ୯୫୮କୁ ବୃଦ୍ଧି ପାଇଛି। ଏପେଟ ଗୋଟିଏ ଦିନରେ ରାଜ୍ୟରେ ଚିହ୍ନଟ ନୂଆ କରୋନା ପଜିଟିଭ ମଧ୍ୟରୁ କ୍ୱାରେଣ୍ଟିନରୁ ୨ ହଜାର ୮୧୪ ଥିବା […]

  • Thursday, 15 July 2021
corona
ରକେଟ୍ ବେଗରେ କରୋନା ସଂକ୍ରମଣ ପଛର କାରଣ କଣ?

ଭୁବନେଶ୍ୱର: ରାଜ୍ୟରେ କରୋନାର ପୁଣି କରାଳ ରୂପ। ଏପ୍ରିଲ୍ ପହିଲାରେ ଚିହ୍ନଟ ହୋଇଥିଲେ ୩୯୪ ପଜିଟିଭ୍। ଆଉ ଆଜି ବାହାରିଛନ୍ତି ୪ ହଜାର ୭୬୧ ମାତ୍ର ୨୦ ଦିନରେ ଦୈନିକ ସଂକ୍ରମଣ ପ୍ରାୟ ୧୨ ଗୁଣା ବଢ଼ିଛି। ରେଡ୍‌ଜୋନ୍‌ର ରାଜ୍ୟର ୧୦ ଜିଲ୍ଲା ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ ଓ ପୁରୀ ସମେତ ପଶ୍ଚିମ ଓଡ଼ିଶାର ୭ ଜିଲ୍ଲାରେ ସ୍ଥିତି ଉଦ୍‌ବେଗଜନକ। ଖାଲି ସେତିକି ନୁୁହେଁ, କେବଳ ଏପ୍ରିଲ୍‌ରେ କରୋନା ନେଲାଣି ୩୨ ଜୀବନ। ତେବେ ରକେଟ୍ […]

  • Thursday, 15 July 2021
migrants
ପ୍ରବାସୀ ଫେରିପାରନ୍ତି, ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରବାସୀମାନେ ଫେରିବା ସମ୍ଭାବନା ଥିବାରୁ ପ୍ରସ୍ତୁତ ରୁହ। କୋଭିଡ଼ ସମୀକ୍ଷା ବୈଠକରେ  ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭିନ୍ନ ରାଜ୍ୟରେ ଲକଡାଉନ ଲାଗୁ ହେଲାଣି, ପ୍ରବାସୀ ଫେରିପାରନ୍ତି। ଡାଟାବେସ୍ ସହ ପୂର୍ବ ପ୍ରୋଟୋକଲ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଫେରନ୍ତା ସମସ୍ତ ପ୍ରବାସୀଙ୍କ କ୍ୱାରେଣ୍ଟିନ ଓ ଟେଷ୍ଟିଂ ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି। କୋଭିଡ଼ ଶଯ୍ୟା ସଂଖ୍ୟା ବୃଦ୍ଧି ସହ ଅକ୍ଦିଜେନ ବ୍ୟବସ୍ଥା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଆମ ପ୍ରସ୍ତୁତି ଅତି […]

  • Thursday, 15 July 2021
dl
ରାଜ୍ୟରେ ସମସ୍ତ ଡିଏଲ୍, ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ ସ୍ଥଗିତ

ଭୁବନେଶ୍ୱର: ରାଜ୍ୟରେ ବେକାବୁ କରୋନା। ଏଥିପାଇଁ ଗୋଟିଏ ପରେ ଗୋଟିଏ କଟକଣା ଜାରି ହେଉଛି। ଆସନ୍ତା ୨୨ ତାରିଖରୁ ସମସ୍ତ ଡ୍ରାଇଭିଂ ଲାଇସେନ୍ସ ଏବଂ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ ସ୍ଥଗିତ କରାଯାଇଛି। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଟେଷ୍ଟ ସ୍ଥଗିତ ରଖିଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି ନିର୍ଦ୍ଦେଶନାମା ବଳବତ୍ତର ନେଇ ସୂଚନା ଦିଆଯାଇଛି। ସମସ୍ତ RTOଙ୍କୁ ଏନେଇ ଫେସବୁକ୍ ଓ ଟ୍ୱିଟରରେ ସୂଚନା ଦେବାକୁ ନିର୍ଦ୍ଦେଶ ଦିଆଯାଇଛି। https://twitter.com/STAOdisha/status/1384423199639699462?s=20 ଲର୍ଣ୍ଣର୍ସ […]

  • Thursday, 15 July 2021
symptom
କେଉଁ ଲକ୍ଷଣ ଦେଖାଦେଲେ କରୋନା ପରୀକ୍ଷା କରାଇବେ?

ଭୁବନେଶ୍ୱର: କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ଏମିତି କେଉଁ ଲକ୍ଷଣ ଦେଖାଗଲେ, ଆପଣ ଜାଣିପାରିବେ ଯେ ଏହା କରୋନା ହୋଇଥାଇପାରେ। ଶୁଖିଲା କାଶ, ତଣ୍ଟି ଦରଜ, ଜ୍ୱର, ଗଣ୍ଠି ବ୍ୟଥା, ଦେହ ହାତ ଘୋଳାବିନ୍ଧା, ବାନ୍ତି ଓ ପତଳା ଝାଡ଼ା, ସ୍ୱାଦ ଓ ଗନ୍ଧ ବାରି ନପାରିବା ଏବଂ ଶ୍ୱାସକ୍ରିୟାରେ କଷ୍ଟ। ଗତବର୍ଷ କରୋନାର ପ୍ରଥମ ଲହର ବେଳେ ଦେଖା ଦେଉଥିଲା ଏହି ସବୁ ଲକ୍ଷଣ। ତେବେ ଦ୍ୱିତୀୟ ଲହରରେ କେବଳ ସଂକ୍ରମଣର ବେଗ […]

  • Thursday, 15 July 2021
vaccaine
ମେ ୧ରୁ ସମସ୍ତଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ: ଟିକା ନେଇ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର। ମେ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ  ଟିକା ମିଳିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟମାନେ କିଣିପାରିବେ କରୋନା ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା ଯୋଗାଇବେ।ବାକି ୫୦ ପ୍ରତିଶତ ଟିକା ରାଜ୍ୟମାନଙ୍କୁ ଉତ୍ପାଦକ ଦେଇପାରିବେ। ଟିକାକରଣ ନେଇ ତିନୋଟି ରଣନୀତି ପ୍ରସ୍ତୁତ କରିଛନ୍ତି ସରକାର। ପ୍ରଥମ ପର୍ଯ୍ୟାୟରେ ଟିକା ଉତ୍ପାଦନକାରୀ ପ୍ରତି ମାସରେ […]

  • Thursday, 15 July 2021
vaccine
ଟିକା ନେଲେ ବି କରୋନା ହୋଇପାରେ

ଭୁବନେଶ୍ୱର: ଟିକା ନେଲେ ବି କୋଭିଡ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ନିୟମ ମାନି ଲୋକ କାମ କରନ୍ତୁ। ଏହି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ଟିକା ନେଲେ ମୃତ୍ୟୁହାର କମିବ, ତଥାପି ଲୋକେ କୋଭିଡ ନିୟମ ମାନି ଚଳିଲେ କୋଭିଡ ଚେନରେ ବ୍ରେକ୍ ଲାଗିବ। ସେପଟେ କିଛି ଜିଲ୍ଲାରେ TMC ଖୋଲିଛି।  ଆଉ ଛତିଶଗଡ଼ ସୀମାନ୍ତ ଜିଲ୍ଲାରେ ଆବଶ୍ୟକତା ଅନୁସାରେ TMC ଖୋଲିବାକୁ ନିର୍ଦେଶ ଦିଆଯାଇଛି। ଆଗକୁ ଦୈନିକ ୫୦ ହଜାର […]

  • Thursday, 15 July 2021
manamohan
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନା

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। Former PM Manmohan Singh tests positive for COVID19, admitted to AIIMS Trauma Centre in Delhi: AIIMS Official (file photo) pic.twitter.com/zZtbd6POWd — ANI (@ANI) April 19, 2021

  • Thursday, 15 July 2021
rukuna-ratha
ରୁକୁଣା ରଥ ପାଇଁ ୧୪୪ ଜାରି

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଜାରି ହେଲା କଟକଣା। କାଲି ଦିନ ୧୨ଟାରୁ ସଂଧ୍ୟା ପର୍ଯ୍ୟନ୍ତ ୧୪୪ ଜାରି ହେବ। ଏନେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଥଦାଣ୍ଡକୁ ଭକ୍ତଶୂନ୍ୟ କରିବା ପାଇଁ ୧୪୪ ଲାଗିବ। କେବଳ କୋଭିଡ଼ ନେଗେଟିଭ ଥିବା ସେବାୟତଙ୍କୁ ଅନୁମତି ମିଳିବ। ରଥଦାଣ୍ଡର ଦୁଇ ପାର୍ଶ୍ୱରେ ଥିବା କୋଠାରେ ବି ଲୋକ ରହିବାକୁ ମନା କରାଯାଇଛି। ରଥଯାତ୍ରା ପାଇଁ ୧୫ ପ୍ଲାଟୁନ୍ ଫୋର୍ସ, […]

  • Thursday, 15 July 2021