• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

dmet
ନିୟମ ମାନୁନାହାନ୍ତି, ଏମିତି ହେଲେ ବିପଦକୁ ଟାଣିବ: DMET

ଭୁବନେଶ୍ୱର: ସପ୍ତାହେ ଧରି ଶହେ ଉପରେ ରହୁଥିବା କରୋନା ଗ୍ରାଫ୍ ଦୁଇ ଶହ ପାର୍ କରିଛି। ଆଜି ୨୧୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଆସିଥିବା ଦୈନିକ ସଂକ୍ରମଣ ତଥ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଅଛନ୍ତି। ସୁନ୍ଦରଗଡ଼ରୁ ୨୭ ଥିବାବେଳେ ବଲାଙ୍ଗିର ଓ କଟକରୁ ୨୦ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ୍ କେସ୍ ୧୧ଶହ ୫୧କୁ ଛୁଇଁଛି। ଦୈନିକ ଆକ୍ରାନ୍ତଙ୍କ ସଂଖ୍ୟା ୨ଶହ ଟପିଥିଲେ ବି ଓଡ଼ିଶା ସ୍ଥିତି […]

  • Thursday, 15 July 2021
mandap seal
କମ୍ପ୍ଲେକ୍ସ ପରେ କଟକରେ କୋଚିଂ ସେଣ୍ଟର ସିଲ୍

କଟକ: ଚଣ୍ଡି ଛକରେ ଥିବା ଏକ କୋଚିଂ ସେଣ୍ଟର ସିଲ୍। କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ CMC ସିଲ୍‌ କରିଛି। ସକାଳେ ରାଣୀହାଟରେ ଏକ ସପିଂ କଂପ୍ଲେକ୍ସ ସିଲ୍ କରାଯାଇଥିଲା। ସେପଟେ ଆଜି ଓଡ଼ିଶାରେ ୨୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୨୬ ଜଣ କ୍ୱାରେଣ୍ଟିନରେ ଥିବାବେଳେ୮୮ ଟି ଲୋକାଲ କେସ ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୨୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।  ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ କରୋନା ଆକ୍ରାନ୍ତ […]

  • Thursday, 15 July 2021
ravenshaw
ରେଭେନ୍ସାରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନ୍ ସ୍ମୃତିପ୍ରଭା ଦାସ ସୂଚନା ଦେଇଛନ୍ତି। ୩ ଜଣଙ୍କ ମଧ୍ୟରେ ୨ ଅଧ୍ୟାପିକା ଓ ଜଣେ ବିଦ୍ୟାର୍ଥୀ ଅଛନ୍ତି। ସେ କହିଛନ୍ତି ଯେ ଏବେ ପାଠ ପଢ଼ା ଜାରି ରହିବ। ଅଫ୍‌ଲାଇନ୍‌ରେ ନ ହେଲେ ବି ଅନ୍‌ଲାଇନ୍‌ରେ ହେବ। ତେବେ ରେଭେନ୍ସା ଇନଚାର୍ଜ କୁଳପତି ଅପରାଜିତା ଚୌଧୁରୀଙ୍କ ସୂଚନା ଅନୁସାରେ ଆସନ୍ତା ୧୪ ଦିନ ପର୍ଯ୍ୟନ୍ତ ରେଭେନ୍ସା ବିଶ୍ୱବିଦ୍ୟାଳୟର ପରୀକ୍ଷା ବନ୍ଦ […]

  • Thursday, 15 July 2021
bjp-mla-biranchi
ଭ୍ୟାକ୍ସିନ୍‌ ନେବା ପରେବି ବିଧାୟକଙ୍କୁ କରୋନା

ରାଞ୍ଚି: କରୋନା ଟିକା ନେବା ପରେବି ବିଜେପି ବିଧାୟକଙ୍କୁ କରୋନା। ଝାରଖଣ୍ଡ ବୋକାରୋର ବିଜେପି ବିଧାୟକ ବିରଞ୍ଚି ନାରାୟଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ବିଧାନସଭା ବଜେଟ୍‌ ଅଧିବେଶନରେ ଯୋଗଦେବାର ଗୋଟିଏ ଦିନ ପରେ ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ସେ ଝାରଖଣ୍ଡ ବିଧାନସଭାର ମୁଖ୍ୟ ସଚେତକ। ସବୁଠାରୁ ଆଶ୍ଚର୍ଯ୍ୟ କଥା ହେଲା, ଗତ ୧୨ ତାରିଖରେ ସେ କରୋନା ଭ୍ୟାକ୍ସିନ୍‌ର ପ୍ରଥମ ଡୋଜ୍‌ ନେଇଥିଲେ। ହେଲେ ୨୪ ତାରିଖରେ କରୋନାରେ ଆକ୍ରାନ୍ତ ହେବାରୁ ସମସ୍ତଙ୍କ ଚିନ୍ତା […]

  • Thursday, 15 July 2021
new-strain
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ୟୁକେ ଷ୍ଟ୍ରେନ୍

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ୟୁକେ ଷ୍ଟ୍ରେନ୍ ରହିଛି। ୩ ୟୁକେ ଷ୍ଟ୍ରେନ ଚିହ୍ନଟ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନେସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ ନିର୍ଦ୍ଦେଶକ ଏସ୍.କେ ସିଂହ କହିଛନ୍ତି, ୧୮ଟି ରାଜ୍ୟରୁ ମୋଟ ୭୭୧ ନୂଆ ଷ୍ଟ୍ରେନ୍ ଚିହ୍ନଟ ହୋଇଛି।୭୭୧ରୁ ୭୩୬ଟି ହେଉଛି ୟୁକେ ଷ୍ଟ୍ରେନ୍। ଅନ୍ୟ ୩୪ଟି ଦକ୍ଷିଣ ଆଫ୍ରିକା ଏବଂ ଗୋଟିଏ ବ୍ରାଜିଲ ଷ୍ଟ୍ରେନ୍ ଚିହ୍ନଟ ହୋଇଛି। ମୋଟ ୭୩୬ ୟୁକେ ଷ୍ଟ୍ରେନ୍ ଭିତରୁ […]

  • Thursday, 15 July 2021
holi
ପରସ୍ପର ଉପରେ ରଙ୍ଗ ଅବିର ପକାଇବା ସଂପୂର୍ଣ୍ଣ ମନା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଦୋଳ ଓ ହୋଲି ପାଇଁ ଗାଇଡଲାଇନ ଜାରି ହୋଇଛି। ସର୍ବସାଧାରଣ ସ୍ଥାନରେ ହୋଲି ଖେଳ ମନା କରାଯାଇଛି। କେବଳ ଘରେ ଖେଳିବାକୁ ପରାମର୍ଶ ଦିଆଯାଇଛି। ମନ୍ଦିରରେ ଦୋଳ ନୀତି ସର୍ବାଧିକ ୨୦ ଜଣଙ୍କୁ ନେଇ ପାଳନ କରିପାରିବେ। ଦୋଳ ମେଳଣରେ ମାସ୍କ ବାଧ୍ୟତାମୂଳକ, ୧୦୦ ଜଣଙ୍କୁ ଅନୁମତି ମିଳିଛି। ପ୍ରତ୍ୟେକ ଦୋଳ ବିମାନ ସାଙ୍ଗରେ ଯିବାକୁ ୬ ଜଣଙ୍କୁ ଅନୁମତି ମିଳିଛି। ବାଜା, ନାଚଗୀତ, ମୀନାବଜାର ଓ ସାଂସ୍କୃତିକ କାର୍ଯ୍ୟକ୍ରମ ଆଦି ବାରଣ […]

  • Thursday, 15 July 2021
bmc
ଭୁବନେଶ୍ୱରର ସ୍ଥିତି ଟିକେ ଚିନ୍ତାଜନକ: କମିଶନର

ଭୁବନେଶ୍ୱର: ଭୁବନେଶ୍ୱରେ ବଢୁଛି କରୋନା ସଂକ୍ରମଣ। ବିଏମ୍‌ସିରେ କୋଭିଡ୍ ସ୍ଥିତି ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ଭୁବନେଶ୍ୱରରେ ଟେଷ୍ଟିଂ ବଢାଯିବ। କଣ୍ଟାକ୍ଟ ଟ୍ରେସିଂ, ଆଇସୋଲେସନ୍ ଉପରେ ଗୁରୁତ୍ୱ ଦିଆଯିବ। ସେହିପରି ଏୟାରପୋର୍ଟ ଓ ଷ୍ଟେସନରେ ଯାଂଚ କଡ଼ାକଡ଼ି କରାଯିବ। RT-PCR ଟେଷ୍ଟ ସଂଖ୍ୟା ବଢାଯିବ ବୋଲି ସେ କହିଛନ୍ତି। ପଜିଟିଭ ଚିହ୍ନଟ ପରେ XIMBକୁ ସିଲ୍ କରିଦିଆଯାଇଛି। ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯାଇ ଟେଷ୍ଟିଂ କରାଯାଉଛି। ଯାହାର କଣ୍ଟାକ୍ଟ ଅଛି ସେମାନଙ୍କର ନିଶ୍ଚିତ […]

  • Thursday, 15 July 2021
fake-news
ବ୍ରହ୍ମପୁର ସଟ୍‌ଡାଉନ୍ ଖବର ମିଛ: ଓଟିଭି

ଭୁବନେଶ୍ୱର: ଓଟିଭି ଗ୍ରାଫିକ୍ସ ଓ ଲୋଗୋକୁ ବ୍ୟବହାର କରି ସୋସିଆଲ ମିଡିଆରେ ବ୍ରହ୍ମପୁର ସହର ସଟଡାଉନ୍ ନେଇ ପ୍ରସାରିତ ହେଉଛି ମିଛ ଖବର। ଓଟିଭି ଚଳିତ ବର୍ଷ ବ୍ରହ୍ମପୁର ସହର ସଟ୍‌ଡାଉନ୍ ନେଇ କୌଣସି ଖବର ପ୍ରସାରଣ କରିନାହିଁ। #ବ୍ରହ୍ମପୁର_ସଟ୍‌ଡାଉନ୍_ଖବର_ମିଛ#OTV ଗ୍ରାଫିକ୍ସ ଓ ଲୋଗୋକୁ ବ୍ୟବହାର କରି ସୋସିଆଲ ମିଡିଆରେ ବ୍ରହ୍ମପୁର ସହର ସଟଡାଉନ୍ ନେଇ ପ୍ରସାରିତ ହେଉଥିବା ଖବର ମିଛ #FakeNews #Odisha pic.twitter.com/r4imfQV7Zp — ଓଟିଭି (@otvkhabar) March 21, 2021 କେବଳ ଓଟିଭି […]

  • Thursday, 15 July 2021
corona
କରୋନା ଗ୍ରାଫ୍ ଉପରମୁହାଁ: ଦ୍ୱିତୀୟ ଲହର୍‌ ଆସିଯାଇଛି କହିଲେ ବିଶେଷଜ୍ଞ‌

ଭୁବନେଶ୍ୱର: କରୋନାର ଦୈନିକ ସଂକ୍ରମଣ ବଢାଉଛି ଚିନ୍ତା। ରାଜ୍ୟରେ ଗତ ଦୁଇଦିନ ସଂକ୍ରମିତଙ୍କ ସଂଖ୍ୟା ଶହେରୁ ଅଧିକ ରହୁଥିବା ବେଳେ ଆଜି କିନ୍ତୁ ୯୮କୁ ଖସି ଆସିଛି। ତେବେ ୮ ଦିନର ବ୍ୟବଧାନ ପରେ ରାଜ୍ୟରେ ଆଉ ଏକ ଜୀବନ ନେଇଛି କରୋନା। ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାରୁ ହୋଇଥିବା ବେଳେ ସେହି ଖୋର୍ଦ୍ଧାରୁ ସର୍ବାଧିକ ୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେପଟେ ଶିକ୍ଷାନୁଷ୍ଠାନ ଓ ହଷ୍ଟେଲରେ ସଂକ୍ରମଣ ବ୍ୟାପୁଥିବାରୁ କଟକର ସବୁ ଶିକ୍ଷାନୁଷ୍ଠାନରେ କୋଭିଡ୍ ଟେଷ୍ଟକୁ […]

  • Thursday, 15 July 2021
flight
ମାସ୍କ ନ ପିନ୍ଧିଲେ ବିମାନରୁ ବିଦା ହେବେ ଯାତ୍ରୀ

ଭୁବନେଶ୍ୱର: ଦେଶରେ ଦୈନିକ କରୋନା ସଂକ୍ରମଣ ୨୫ ହଜାର ଟପିବାକୁ ବସିଥିବା ବେଳେ ବିମାନ ବନ୍ଦରରେ କଡ଼ାକଡ଼ି ହେଲା କୋଭିଡ୍ କଟକଣା। ଏଣିକି ଆଉ ଢିଲା ଦେଇପାରିବେନି ଯାତ୍ରୀ। ବିମାନରେ ବସିବା ବେଳେ ମାସ୍କ ପିନ୍ଧିବା ହେବ ବାଧ୍ୟତାମୂଳକ। କିଛି ରାଜ୍ୟରେ କରୋନା ପୁଣି ଥରେ କଡ଼ ଲେଉଟାଇବା ପରେ ଏନେଇ କଡ଼ାକଡ଼ି ନିର୍ଦ୍ଦେଶନାମା ଜାରି କରିଛନ୍ତି DGCA। ଯାତ୍ରା ବିମାନବନ୍ଦର ଭିତରେ ଓ ବିମାନ ଭିତରେ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଏପରିକି ନାକ ତଳକୁ ମାସ୍କ […]

  • Thursday, 15 July 2021
vssut
ବୁର୍ଲା ଭିସୁଟ୍‌ରେ କୌଣସି ଛାତ୍ର କରୋନା ଆକ୍ରାନ୍ତ ହୋଇନାହାନ୍ତି

ଭୁବନେଶ୍ୱର: ୨୫ ଜଣ ଭିସୁଟ୍‌ ଛାତ୍ର କୋଭିଡ୍‌ ପଜିଟିଭ ରିପୋର୍ଟ ନେଇ ସ୍ୱାସ୍ଥ୍ୟ ବିଭାଗ ସ୍ପଷ୍ଟୀକରଣ ଦେଇଛି। ବୁର୍ଲା ଭିସୁଟ୍‌ରେ କୌଣସି ଛାତ୍ର କରୋନା ଆକ୍ରାନ୍ତ ହୋଇନାହାନ୍ତି। ପରୀକ୍ଷା କରାଯାଇଥିବା କିଟ୍ ଖରାପ ଥିଲା, ବୋଲି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ଭିସୁଟ୍‌ର ୨୫ରୁ ଅଧିକ ଛାତ୍ର କରୋନା ପଜିଟିଭ୍ ଚିହ୍ନଟ ହୋଇଥିଲେ। ଏହା ପରେ ବ୍ୟାପକ ପଦକ୍ଷେପ ନିଆଯାଇଥିଲା। ଭିସୁଟ୍‌କୁ କଣ୍ଟେନମେଣ୍ଟ ଜୋନ୍ ଓ ସଟ୍‌ଡାଉନ୍‌ କରାଯାଇଥିଲା। […]

  • Thursday, 15 July 2021
250-vaccine
କରୋନା ଟିକା ଡୋଜ୍ ପିଛା କେନ୍ଦ୍ର ଦେବ ୨୫୦ ଟଙ୍କା

ନୂଆଦିଲ୍ଲୀ: ଘରୋଇ ହସ୍ପିଟାଲରେ ଟିକା ଦର କେନ୍ଦ୍ର ସରକାର ଧାର୍ଯ୍ୟ କରିଛନ୍ତି। ଟିକା ଡୋଜ୍ ପିଛା କେନ୍ଦ୍ର ୨୫୦ ଟଙ୍କା ଦର ରଖିଥିବା ANI ସୂତ୍ରରୁ ସୂଚନା ଦିଆଯାଇଛି।  ଟିକା ପାଇଁ ସର୍ଭିସ ଚାର୍ଜ ୧୦୦ ଟଙ୍କା ଧାର୍ଯ୍ୟ କରଯାଇଥିବା ସୂଚନା ଦିଆଯାଇଛି। ତେବେ ସରକାରୀ ହସ୍ପିଟାଲରେ ଟିକା ସଂପୂର୍ଣ୍ଣ ମାଗଣାରେ ମିଳିବ। ଘରୋଇ କେନ୍ଦ୍ରରେ ଟିକା ଦେବା ପାଇଁ ନିର୍ଦ୍ଦିଷ୍ଟ ଅର୍ଥ ଦେବାକୁ ପଡ଼ିବ। ତେବେ କେତେ ଟଙ୍କା ଦେବାକୁ ପଡ଼ିବ, ୩/୪ ଦିନ ମଧ୍ୟରେ […]

  • Thursday, 15 July 2021
shutdown
ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ୍‌ ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ମାର୍ଚ୍ଚ ପାଇଁ ଗାଇଡଲାଇନ ରାଜ୍ୟ ସରକାର କରିଛନ୍ତି। କରୋନା ପାଇଁ ରାଜ୍ୟ ସରକାରଙ୍କ ମାର୍ଚ୍ଚ ଗାଇଡଲାଇନ ଅନୁସାରେ ଜିଲ୍ଲାପାଳ, ସ୍ଥାନୀୟ ଅଧିକାରୀ ସତର୍କତାର ସହ କଣ୍ଟେନମେଣ୍ଟ କରିପାରିବେ। ଜନସଚେତନତା ପାଇଁ ବ୍ୟାପକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦିଆଯାଇଛି। ସେହିପରି ଯାତ୍ରା ପାଇଁ ରାଜ୍ୟ ସରକାର କଟକଣା କୋହଳ କରିଛନ୍ତି।  ଯାତ୍ରା, ଅପେରା ପାଇଁ ସର୍ବାଧିକ ୨ହଜାର ଦର୍ଶକଙ୍କୁ ଅନୁମତି ମିଳିବ। ଜିଲ୍ଲାପାଳ, କମିଶନରଙ୍କ ଅନୁମତି ନେଇ ପରିବେଷଣ ହୋଇପାରିବ ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। କରୋନାର […]

  • Thursday, 15 July 2021
migrants
ପୁଣି ଫେରିଲା ଆଇସୋଲେସନ୍: ବାହାର ରାଜ୍ୟରୁ ପ୍ରବାସୀ ଆସିଲେ ବୁଲିବା ମନା

ଭୁବନେଶ୍ୱର: ରାଜ୍ୟକୁ ପୁଣି ଫେରିଲା ଆଇସୋଲେସନ୍ ପ୍ରକ୍ରିୟା। ୧୧ଟି ରାଜ୍ୟରୁ ଫେରୁଥିବା ପ୍ରବାସୀଙ୍କ ଲାଗି କଟକଣା ଲାଗୁ ହୋଇଛି।  ୧୧ ରାଜ୍ୟରୁ ଆସୁଥିବା ପ୍ରବାସୀଙ୍କୁ ବାହାରେ ବୁଲିବା ମନା ହୋଇଛି। ପ୍ରବାସୀଙ୍କ ଲାଗି ୭ ଦିନ ହୋମ୍ ଆଇସୋଲେସନ୍ ବାଧ୍ୟତାମୂଳକ କରାଯାଇଛି। ପହଞ୍ଚିବା ପରେ ରେଳ ଷ୍ଟେସନ୍ ଓ ଏୟାରପୋର୍ଟରେ ସ୍କ୍ରିନିଂ ହେବ। ମହାରାଷ୍ଟ୍ର, କେରଳ, ତାମିଲନାଡୁ, ଛତିଶଗଡ଼ରୁ ଫେରିଲେ ସ୍କ୍ରିନିଂ କରାଯିବ। ମଧ୍ୟପ୍ରଦେଶ, ତେଲେଙ୍ଗାନା, ପଶ୍ଚିମବଙ୍ଗ, ପଞ୍ଜାବରୁ ଫେରିଲେ ସ୍କ୍ରିନିଂ କରାଯିବ। ସେହିପରି କର୍ଣ୍ଣାଟକ, ଦିଲ୍ଲୀ […]

  • Thursday, 15 July 2021
lockdown
କାୟା ମେଲାଉଛି କରୋନା: ମାର୍ଚ୍ଚ ପାଇଁ ଗାଇଡ୍‌ଲାଇନ୍ ଜାରି କଲା କେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ ପୁଣି ବେକାବୁ ହେବାକୁ ବସିଲାଣି କରୋନା ! ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ, ଗୁଜରାଟ, ପଞ୍ଜାବ, କର୍ଣ୍ଣାଟକ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ଜାମ୍ମୁ ଓ କାଶ୍ମୀର , ଏହି ୧୦ ରାଜ୍ୟରେ ପୁଣି ନିୟନ୍ତ୍ରଣ ବାହାରକୁ କରୋନା ଯାଇପାରେ। ସଂକ୍ରମଣ ରୋକିବାକୁ ଏହି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କେନ୍ଦ୍ରୀୟ ଟିମ୍ ନିୟୋଜିତ ହୋଇଛି। ଇତି ମଧ୍ୟରେ କରୋନା ଯୋଗୁଁ ମାର୍ଚ୍ଚ ମାସ ପାଇଁ କେନ୍ଦ୍ର ଗାଇଡଲାଇନ ଜାରି କରିଛି। କଣ୍ଟେନମେଣ୍ଟ, ସର୍ଭେଲାନ୍ସ […]

  • Thursday, 15 July 2021
coronavirus
୧୨ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖ: ACS

ଭୁବନେଶ୍ୱର: ଦେଶରେ କରୋନା ପୁଣି କାୟା ବିସ୍ତାର କଲାଣି। ୧୨ ରାଜ୍ୟ ଫେରନ୍ତାଙ୍କ ଉପରେ ନଜର ରଖିବାକୁ ACS ସ୍ୱାସ୍ଥ୍ୟ ସଚିବ ପରାମର୍ଶ ଦେଇଛନ୍ତି। କରୋନା ସଂକ୍ରମଣ ରୋକିବା ପାଇଁ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲ କମିଶନରଙ୍କୁ ACS ଚିଠି କରିଛନ୍ତି। ଦୁଇ ଏୟାରପୋର୍ଟ ନିର୍ଦ୍ଦେଶକ ଓ ପୂର୍ବତଟ GMଙ୍କୁ ମଧ୍ୟ ଚିଠି ଲେଖିଛନ୍ତି। ବିଶେଷ କରି ୧୨ଟି ରାଜ୍ୟରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖିବା ପାଇଁ କୁହାଯାଇଛି। ସେହି ରାଜ୍ୟଗୁଡିକ ହେଲା- ମହାରାଷ୍ଟ୍ର, କେରଳ, ତେଲେଙ୍ଗାନା, […]

corona-desk
ଦେଶରେ ପୁଣି ବେକାବୁ ହେଉଛି କରୋନା !

ଭୁବନେଶ୍ୱର: ଦେଶରେ ପୁଣି ବେକାବୁ ହେବାକୁ ବସିଲାଣି କି କରୋନା? ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ, ଗୁଜରାଟ, ପଞ୍ଜାବ, କର୍ଣ୍ଣାଟକ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ଜାମ୍ମୁ ଓ କାଶ୍ମୀର , ଏହି ୧୦ ରାଜ୍ୟରେ ପୁଣି ନିୟନ୍ତ୍ରଣ ବାହାରକୁ ଯାଉଛି କି କରୋନା? ସଂକ୍ରମଣ ରୋକିବାକୁ ଏହି ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳରେ କେନ୍ଦ୍ରୀୟ ଟିମ୍ ନିୟୋଜିତ ହୋଇଛି। ତେବେ ନୂଆ ଷ୍ଟ୍ରେନ୍ ଉପରେ ଅଧିକ ଗବେଷଣା ଚାଲିଥିବା ଦିଲ୍ଲୀ ଏମ୍ସ ନିର୍ଦ୍ଦେଶକ କହିଛନ୍ତି। ସେପଟେ […]

corona
ମାର୍ଚ୍ଚ ପହିଲାରୁ ବୟସ୍କମାନଙ୍କୁ ଟିକାକରଣ

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ବୟସ୍କମାନଙ୍କୁ ଟିକାକରଣ ଆରମ୍ଭ ହେବ। ଏନେଇ ପ୍ରେସମିଟରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡ଼େକର ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ କହିବାନୁସାରେ, ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ କରୋନା ଟିକାକରଣ କରାଯିବ। ବହୁବିଧ ରୋଗାକ୍ରାନ୍ତ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ବି ଟିକାକରଣ କରାଯିବ। ୧୦ ହଜାର ସରକାରୀ ଓ ୨୦ ହଜାର ଘରୋଇ କେନ୍ଦ୍ରରେ ଟିକାକରଣ କରାଯିବ।ସରକାରୀ କେନ୍ଦ୍ରରେ ଟିକା ମାଗଣାରେ ମିଳିବ ବୋଲି ମନ୍ତ୍ରୀ କହିଛନ୍ତି। ଘରୋଇ କେନ୍ଦ୍ରରେ ଟିକା ଦେବା ପାଇଁ […]

vaccanation
୬ରୁ ସମ୍ମୁଖ ଯୋଦ୍ଧାଙ୍କୁ ଦିଆଯିବ କରୋନା ଭ୍ୟାକ୍ସିନ୍

ଭୁବନେଶ୍ୱର: ଆସନ୍ତା ୬ ତାରିଖରୁ କରୋନା ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆଯିବ। କରୋନା ଟିକା ଦିଆଯିବା ନେଇ ସ୍ୱାସ୍ଥ୍ୟ ବିଭାଗ ଏସିଏସ୍‌ଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ଏନେଇ ବ୍ୟବସ୍ଥା କରିବାକୁ ଜିଲ୍ଲାପାଳ, CDMOମାନଙ୍କୁ ଚିଠି ଏସିଏସ୍‌ ଚିଠି କରିଛନ୍ତି।  ମେଡିକାଲ ଛଡ଼ା ବିକଳ୍ପ ଟିକାଦାନ କେନ୍ଦ୍ର ଚୟନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏପରିକି କାର୍ଯ୍ୟକ୍ଷେତ୍ର ପରିସରରେ ଟିକାଦାନ କେନ୍ଦ୍ରକୁ ଅଗ୍ରାଧିକାର ନିର୍ଦ୍ଦେଶ ଦିଆଯାଇଛି। ସ୍ୱାସ୍ଥ୍ୟ କର୍ମୀଙ୍କ ଛଡ଼ା ଅନ୍ୟ ବିକଳ୍ପ ଟିକାକର୍ମୀଙ୍କୁ ନିଯୁକ୍ତି ପାଇଁ ପରାମର୍ଶ ଦିଆଯାଇଛି। […]

  • Thursday, 15 July 2021
vaccanation
ଟିକା ନେବା ପରେ ଦେଖାଦେଲା ସାଇଡ୍ ଇଫେକ୍ଟ !

ନୂଆଦିଲ୍ଲୀ: ଦେଶରେ ଦୁଇ ଦିନ ମଧ୍ୟରେ ୨ଲକ୍ଷରୁ ଅଧିକ ଜଣଙ୍କୁ କରୋନା ଟିକା ଦିଆଯାଇଛି ଏହାମଧ୍ୟରୁ ୪୪୭ ଜଣଙ୍କଠାରେ ଟିକାର ପ୍ରତିକୂଳ ପ୍ରଭାବ ଦେଖିବାକୁ ମିଳିଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଯେ, ଏହି ୪୪୭ ଜଣଙ୍କ ମଧ୍ୟରୁ କେବଳ ୩ ଜଣଙ୍କୁ ଟିକା ଦିଆଯିବା ପରେ ଚିକିତ୍ସା ପାଇଁ ହସପିଟାଲରେ ଭର୍ତ୍ତି କରିବାକୁ ପଡିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅତିରିକ୍ତ ସଚିବ ମନୋହର ଅଗନାନୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି […]

vaccine
ଆଜି ଓଡ଼ିଶାକୁ ଆସିବ କରୋନା ଟିକା

ଭୁବନେଶ୍ୱର: ଆଜି ଓଡ଼ିଶାକୁ ଆସିବ କରୋନା ଭ୍ୟାକ୍ସିନ କୋଭିସିଲ୍ଡ। ପୁଣେରୁ ଭୁବନେଶ୍ୱରକୁ ସ୍ୱତନ୍ତ୍ର ସ୍ପାଇସ ଜେଟ୍ ବିମାନରେ ଆସିବ। ଅପରାହ୍ନ ୪ଟା ୨୦ରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବ। ଆଜି ଟିକା ପହଞ୍ଚିବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖରୁ ସାରାଦେଶରେ ଆରମ୍ଭ ହେଉଛି କୋଭିଡ ଟିକାକରଣ ମହା ଅଭିଯାନ। ଏଥିପାଇଁ ମହାରାଷ୍ଟ୍ରସ୍ଥିତ ସିରମ୍ ଇନଷ୍ଟିଚ୍ୟୁଟ୍ ଟିକା ପଠାଇବା ପ୍ରକ୍ରିୟା ଆରମ୍ଭ ହୋଇଛି। କଡା ସୁରକ୍ଷା ବଳୟରେ ଫ୍ରିଜର ଥିବା ଅତ୍ୟାଧୁନିକ ଟ୍ରକ୍‌ରେ […]

Tika-KO
ଟିକା ନେବା ଉଚିତ ବୋଲି କହିଲେ ଜୟନ୍ତ

ଭୁବନେଶ୍ୱର: ଟିକାକରଣ ନେଇ ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନ ଓ ଦ୍ୱନ୍ଦ୍ୱ ଦୂର କରିବାକୁ ପ୍ରୟାସ କରିଛି ସ୍ୱାସ୍ଥ୍ୟ ବିଭାଗ। ଏକ୍ ପ୍ରେସମିଟ୍‌ରେ ସୂଚନା ଦିଆଯାଇଛି ଯେ, ଗର୍ଭବତୀମାନେ ବି ଟିକା ନେଇପାରିବେ, କିନ୍ତୁ ଏଥିପାଇଁ ଡାକ୍ତରଙ୍କ ପରାମର୍ଶ ନେବାକୁ ପଡ଼ିବ। ୧୮ ବର୍ଷରୁ ଅଧିକ ବୟସ ହୋଇଥିଲେ ହିଁ ଟିକା ନେଇପାରିବେ ସ୍ୱାସ୍ଥ୍ୟକର୍ମୀମାନଙ୍କୁ କୋଭିଡ୍ ଟିକା ମାଗଣାରେ ଦିଆଯିବାକୁ ଥିବା ବେଳେ ସେମାନଙ୍କ ପରିବାର ସଦସ୍ୟଙ୍କୁ ଟିକା ଦେବାର ବ୍ୟବସ୍ଥା ବର୍ତ୍ତମାନ ନାହିଁ କିନ୍ତୁ ଅନ୍ୟ କୋଭିଡ୍ […]

  • Thursday, 15 July 2021
COVID19-Vaccine-6
ରାଜ୍ୟରେ ୧୬୦ଟି ସ୍ଥାନରେ ହେବ କୋଭିଡ୍ ଟିକାକରଣ

ଭୁବନେଶ୍ୱର: ରାଜ୍ୟରେ ୧୬୦ଟି ସ୍ଥାନରେ ହେବ କୋଭିଡ୍ ଟିକାକରଣ। ଏଥିପାଇଁ ସେସନ୍ ସାଇଟ୍ ନିର୍ଦ୍ଧାରଣ କରାଯାଇଛି। ସରକାରୀ ହସ୍ପିଟାଲ ସହ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରକୁ ମିଶାଇ ମୋଟ ୧୬୦ଟି ସ୍ଥାନରେ ଟିକାକରଣ କରାଯିବ। ରାଜ୍ୟସ୍ତରରେ କିପରି ପ୍ରସ୍ତୁତି ଚାଲିଛି ସେ ସଂକ୍ରାନ୍ତରେ ମଧ୍ୟ ଆଲୋଚନା ହୋଇଛି। ଟିକାକରଣ ଲାଗି ପର୍ଯ୍ୟାୟ କ୍ରମେ ଉପକରଣ ଆସୁଛି। ଏବେ ଯେତିକି ରହିଛି, ପ୍ରଥମ ପର୍ଯ୍ୟାୟ ଟୀକାକରଣ ପାଇଁ ଅସୁବିଧା ନାହିଁ। ଯେଉଁଠି ଡ୍ରାଏରନ୍ କରାଯାଇଥିଲା ସେଠାରେ ପ୍ରସ୍ତୁତି ସରିଛି। […]

  • Thursday, 15 July 2021
26-posive
ଏଇ ଜିଲ୍ଲାରେ ୨୬ ଶିକ୍ଷକ କରୋନାରେ ଆକ୍ରାନ୍ତ

ଗଜପତି: ପୁଣି ଫେରିଲା କରୋନା। ଥମିଯାଇଥିବା କରୋନା ପୁଣି ଥରେ କାୟାବିସ୍ତାର କରିବାରେ ଲାଗିଛି। ଗଜପତି ଜିଲ୍ଲାରେ ୨ ଦିନରେ ୨୬ ଶିକ୍ଷକ କରୋନା ପଜିଟିିଭ ଚିହ୍ନଟ ହୋଇଛନ୍ତି। ୨ ଜଣ ଛାତ୍ର ମଧ୍ୟ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ମୋହନା ବ୍ଲକରୁ ସର୍ବାଧିକ ୨୧ ଶିକ୍ଷକ ସଂକ୍ରମିତ ହୋଇଛନ୍ତି। ପଜିଟିଭ ଚିହ୍ନଟ ଶିକ୍ଷକ ଓ ଛାତ୍ରଙ୍କୁ ସ୍କୁଲ ଆସିବା ବାରଣ ହୋଇଛି। ସେହିପରି ପଜିଟିଭ ଚିହ୍ନଟ ହୋଇଥିବା ଶିକ୍ଷକ ଓ ଛାତ୍ର ସମସ୍ତେ ଲକ୍ଷଣହୀନ। ଏନେଇ […]

  • Thursday, 15 July 2021