• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

strain
୩ ବ୍ରିଟେନ ଫେରନ୍ତା କରୋନାରେ ଆକ୍ରାନ୍ତ: 'ବିଚଳିତ ହୁଅନି, ମୁକାବିଲା କର'

ଭୁବନେଶ୍ୱର: ବ୍ରିଟେନ୍ ଫେରନ୍ତାଙ୍କୁ ତଥ୍ୟ ଦେବାକୁ ସ୍ୱାସ୍ଥ୍ୟ ବିଭାଗର ନିବେଦନ। ପତ୍ତା ମିଳୁ ନ ଥିବା ବ୍ରିଟେନ ଫେରନ୍ତାଙ୍କୁ ନିଜ ନିଜର ତଥ୍ୟ ଦେବାକୁ ନିବେଦନ କରିଛନ୍ତି। ଜନସ୍ୱାସ୍ଥ୍ୟ ବିଭାଗ ନିର୍ଦ୍ଦେଶକ ନିଜ ଆଡୁ ସରକାରଙ୍କ ପାଖରେ ତଥ୍ୟ ରଖିବାକୁ ସେ ଅନୁରୋଧ କରିଛନ୍ତି। ବ୍ରିଟେନରୁ ଫେରିବା ପରେ ଦେଇଥିବା ମୋବାଇଲ ନମ୍ବର ଅନେକକଙ୍କର ଭୁଲ ରହିଛି। ୧୮ଟି ଜିଲ୍ଲାର ବ୍ରିଟେନ ଫେରନ୍ତାଙ୍କ ମଧ୍ୟରୁ ଅଧିକାଂଶ ଭୁବନେଶ୍ୱରର ଅଟନ୍ତି। BMC ପକ୍ଷରୁ ସେମାନଙ୍କୁ ଠାବ କରିବାକୁ ପ୍ରୟାସ […]

corona-fase-2
କରୋନାର ସେକେଣ୍ଡ ୱେଭ୍ ଆସିଲା କି ?

ଭୁବନେଶ୍ୱର: ସାରା ବିଶ୍ୱକୁ ନିଜ ବଳୟ ଭିତରେ ରଖିଛି କରୋନା। ଅନେକ ସମୟରେ କରୋନା ଭୂତାଣୁ ତାର ରୂପ ପରିବର୍ତ୍ତନ କରୁଥିବା ନେଇ ବିଶେଷଜ୍ଞମାନେ ମତ ରଖିଛନ୍ତି। କରୋନା ସେକେଣ୍ଡ ୱେଭ୍ ଅନେକ ସ୍ଥାନରେ ଦେଖାଦେବା ପରେ ପୁଣି ଲକ୍‌ଡାଉନ୍‌ ଆରମ୍ଭ ହୋଇଛି। ଏହାରି ଭିତରେ ସାରା ବିଶ୍ୱକୁ ଘାରିଲାଣି କରୋନାର ଆଉ ଏକ ରୂପ ତଥା କରୋନାର ନୂଆ ଷ୍ଟ୍ରେନ୍। ତାହା ହେଲେ ଏହା କଣ କରୋନା ଦ୍ୱିତୀୟ ୱେଭ କି ? ଏନେଇ କଣ […]

new-strain
ବ୍ରିଟେନ୍ ନୁହେଁ, ଆଫ୍ରିକାରୁ ଆସିଛି କରୋନାର ନୂଆ ଷ୍ଟ୍ରେନ

ନୂଆଦିଲ୍ଲୀ: କରୋନାର ନୂଆ ଷ୍ଟ୍ରେନ୍‌କୁ ନେଇ ଆସିଲା ନୂଆ ତଥ୍ୟ। ଚାଞ୍ଚଲ୍ୟକର ତଥ୍ୟ ଦେଲା ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ। ବ୍ରିଟେନରୁ ଚିହ୍ନଟ ହୋଇଥିବା କରୋନାର ନୂତନ ଷ୍ଟ୍ରେନ୍ ଦକ୍ଷିଣ ଆଫ୍ରିକାରୁ ଆସିଛି। ଦକ୍ଷିଣ ଆଫ୍ରିକାରୁ ଚିହ୍ନଟ ହୋଇଥିବା ନୂତନ ଷ୍ଟ୍ରେନ୍ ପୂର୍ବ ଭୂତାଣୁ ତୁଳନାରେ ପ୍ରାୟ ୭୦ ପ୍ରତିଶତ ଅଧିକ ସଂକ୍ରାମକ  କିନ୍ତୁ ନୂତନ ଷ୍ଟ୍ରେନ୍ ଅଧିକ ଘାତକ ନୁହେଁ ବୋଲି ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ କୁହାଯାଇଛି। ଏ ସମ୍ପର୍କରେ ଜଣାପଡିବା ପରେ ଦକ୍ଷିଣ ଆଫ୍ରିକାରେ […]

  • Thursday, 15 July 2021
new-strain
କରୋନାର ନୂଆ ଷ୍ଟ୍ରେନ୍‌କୁ ନେଇ SOP ଜାରି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ବ୍ରିଟେନ୍‌ରେ କରୋନାର ନୂଆ ଷ୍ଟ୍ରେନ୍ ଦେଖାଦେବା ପରେ ବ୍ରିଟେନ ଫେରନ୍ତା ଯାତ୍ରୀଙ୍କ ପାଇଁ ରାଜ୍ୟ ସରକାର ଏସଓପି ଜାରି କରିଛନ୍ତି। ଗତ ୧୪ ଦିନ ଭିତରେ ବ୍ରିଟେନ୍‌ରୁ ସିଧାସଳଖ କିମ୍ବା ବ୍ରିଟେନ ଦେଇ ଫେରିଥିବା ଯାତ୍ରୀଙ୍କୁ ଡିକ୍ଲାରେସନ୍ ଫର୍ମ ପୂରଣ କରିବାକୁ ପଡିବ। ଫେରିଥିବା ଯାତ୍ରୀ ୧୪ ଦିନ ପାଇଁ ହୋମ୍ କ୍ୱାରେଣ୍ଟିନରେ ରହିବା ବାଧ୍ୟତାମୂଳକ। ଏହି ସମୟରେ ରାପିଡ ରେସପନ୍ସ ଟିମ୍ ତାଙ୍କର ନିୟମିତ ଯାଞ୍ଚ କରିବେ। କ୍ୱାରେଣ୍ଟିନ ସମୟରେ ଲକ୍ଷଣ ପ୍ରକାଶ ପାଇଲେ […]

  • Thursday, 15 July 2021
new-strain
ପଜିଟିଭ ବାହାରିଲେ ହସ୍ପିଟାଲ, ନେଗେଟିଭ ବାହାରିଲେ ଆଇସୋଲେସନ

ନୂଆଦିଲ୍ଲୀ: ୟୁକେରେ ଆତଙ୍କ ସୃଷ୍ଟି କରିଛି କରୋନାର ନୂଆ ଷ୍ଟ୍ରେନ୍। ଏହା ବେକାବୁ ହୋଇଥିବା ନେଇ ଲୋକଙ୍କୁ ଚେତାଇବା ସହ ଲୋକଙ୍କ ଯାଆସ ଉପରେ କଟକଣା ଜାରି କରିଛନ୍ତି ବ୍ରିଟେନ୍ ସରକାର। ବଡ଼ଦିନ ପାଇଁ ସଂପର୍କୀୟଙ୍କୁ ଏକାଠି ହେବା ଉପରେ ମଧ୍ୟ କଟକଣା ଲଗାଯାଇଛି। ଏହାସହ ଅଣଅତ୍ୟାବଶ୍ୟକ ଦୋକାନ ନଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବହୁ ୟୁରୋପୀୟ ଦେଶ ବ୍ରିଟେନକୁ ବିମାନ ଉଡ଼ାଣ ଉପରେ ନିଷେଧାଦେଶ ଜାରି କରିଛନ୍ତି। ସେପଟେ ୟୁକେରେ ଏଭଳି ସ୍ଥିତି ଦେଖାଦେବାପରେ ଭାରତ ସମେତ […]

  • Thursday, 15 July 2021
venkya-naidu
ସ୍ୱଦେଶୀ କରୋନା ଟିକାର ଦ୍ୱାର ଦେଶରେ ଭାରତ

ନୂଆଦିଲ୍ଲୀ: ସ୍ୱଦେଶୀ କରୋନା ଟିକାର ଦ୍ୱାର ଦେଶରେ ଭାରତ। ଭାରତରେ ତିଆରି ହେଉଥିବା କୋଭିଡ୍ ଭାକସିନ୍ ଖୁବଶୀଘ୍ର ଉପଲବ୍ଧ ହେବାକୁ ଯାଉଥିବାରୁ ଏକ ଟ୍ୱିଟ୍ ଜରିଆରେ ନିଜର ଖୁସି ବ୍ୟକ୍ତ କରିଛନ୍ତି ଉପରାଷ୍ଟ୍ରପତି ଭେଙ୍କିୟା ନାଇଡୁ। ଦେଶରେ ତିଆରି ହେଉଥିବା ପ୍ରଥମ କରୋନା ଟିକାର ପରୀକ୍ଷଣ ପାଇଁ ସରକାର ଅନୁମତି ଦେବାକୁ ନିଷ୍ପତ୍ତି ନେଇଥିବା ସୂଚନା ଦେଇଥିଲେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ହର୍ଷବଦ୍ଧନ ଦେଶରେ ବ୍ୟାପକ ଟିକାରରଣ ଆବଶ୍ୟକତା ଥିବା ଦର୍ଶାଇ ପ୍ରାୟ ୩୦ କୋଟି ଲୋକଙ୍କ ପାଇଁ […]

  • Thursday, 15 July 2021
vaccaine
ଜେନୱା ଟିକାକୁ ଟ୍ରାଏଲ ଅନୁମତି

ନୂଆଦିଲ୍ଲୀ: ଜେନୱା ଟିକାକୁ ଟ୍ରାଏଲ ଅନୁମତି। ଭାରତରେ ପ୍ରସ୍ତୁତ ଆଉ ଏକ ଟିକାକୁ କ୍ଲିନିକାଲ ଟ୍ରାଏଲ ଅନୁମତି। ଏ ନେଇ ସୂଚନା ଦେଇଛନ୍ତି ନୀତି ଆୟୋଗ ସଦସ୍ୟ ଡାକ୍ତର ଭି.କେ ପଲ୍। ସେ କହିଛନ୍ତି ଯେ ଜେନୱା ଟିକା ସଂପୂର୍ଣ୍ଣ ସ୍ୱଦେଶୀ କଂପାନୀ ଦ୍ୱାରା ପ୍ରସ୍ତୁତ କରାଯାଇଛି। ଜେନୱା ଟିକାର କ୍ଲିନିକାଲ ଟ୍ରାଏଲ ପାଇଁ ଅନୁମତି ମିଳିଯାଇଛି। ଏହି ଟିକାର ବିଶେଷତ୍ୱ ହେଲା ଏହା ଅଳ୍ପ ଥଣ୍ଡାରେ ସଂରକ୍ଷିତ ରହିପାରିବ। ସାଧାରଣ ଫ୍ରିଜରରେ ଜେନୱା ଟିକା ସଂରକ୍ଷଣ […]

  • Thursday, 15 July 2021
vaccine
କରୋନା ଟିକା ନେବା ପରେ ମିଳିବ ସାର୍ଟିଫିକେଟ୍

ଭୁବନେଶ୍ୱର: ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଦିଆଯିବ ଟିକା। ଏ ନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। କରୋନା ଟିକାକରଣ ନେଇ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚଳାଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୩ ଲକ୍ଷ ୨୦ ହଜାର ଲୋକଙ୍କୁ ଟିକା ଦିଆଯିବ। ୨୯, ୨୭୬ ଟିକାକରଣ ସ୍ଥାନ ଚିହ୍ନଟ ହୋଇଛି। ୮୨୭୬ ଟିକାକର୍ମୀ ନିୟୋଜିତ ହୋଇଛନ୍ତି। ଟିକା ସଂରକ୍ଷଣ ପାଇଁ ୧୨୨୨ କୋଲ୍ଡ ଚେନ୍ ରହିଛି ନିର୍ଦ୍ଦେଶକ କହିଛନ୍ତି। ଟିକା […]

  • Thursday, 15 July 2021
tiak
ଟିକା ପାଇଁ ରେଜିଷ୍ଟ୍ରେସନ ଜରୁରୀ

ଟିକା ପ୍ରଦାନ ନେଇ ଗାଇଡଲାଇନ ଜାରି କଲେ କେନ୍ଦ୍ର ସରକାର। କେବଳ ପୂର୍ବ ପଞ୍ଜୀକୃତଙ୍କୁ ହିଁ ଟିକା ମିଳିବ ବୋଲି ଗାଇଡଲାଇନ ଉଲ୍ଲେଖ କରାଯାଇଛି। ଟିକା ପାଇଁ Co-WIN ଆପ୍‌ରେ ପଞ୍ଜୀକରଣ କରିବା ଜରୁରୀ ବୋଲି କୁହାଯାଇଛି। ପଞ୍ଜୀକରଣ ପାଇଁ ୧୨ ପ୍ରକାର ପରିଚୟପତ୍ର ଦେଖାଇବା ଜରୁରୀ। ଭୋଟର ପରିଚୟପତ୍ର, ଆଧାର, ଡିଏଲ୍ ଆଦି ୧୨ ପ୍ରକାର ପରିଚୟପତ୍ର ଦେଖାଇବାକୁ ପଡିବ। ଟିକାକରଣ କେନ୍ଦ୍ରରେ କେବଳ ପୂର୍ବ ପଞ୍ଜୀକୃତଙ୍କୁ ହିଁ ଟିକା ମିଳିବ। ଟିକାକରଣ କେନ୍ଦ୍ରରେ ସ୍ପଟ୍ […]

  • Thursday, 15 July 2021
co-win
କରୋନା ଟିକା ପାଇଁ Co-WIN ଆପ୍‌

ଭୁବନେଶ୍ୱର: ଟିକା ପାଇଁ ସ୍ୱତନ୍ତ୍ର ଆପ୍ Co-WIN କାର୍ଯ୍ୟକାରୀ ହେବ। ଏନେଇ ପ୍ରେସମିଟରେ ସୂଚନା ଦେଲେ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ। ଆପ୍ ଦ୍ୱାରା ଜଣେ ଟିକା ପାଇଁ ନିଜକୁ ରେଜିଷ୍ଟ୍ରେସନ କରିପାରିବେ। ଗୋଷ୍ଠୀଗତ ରେଜିଷ୍ଟ୍ରେସନ ମଧ୍ୟ ଆପ୍ ଦ୍ୱାରା କରାଯାଇପାରିବ। ନିକଟରେ କେଉଁଠି ଟିକାକରଣ କେନ୍ଦ୍ର ରହିଛି, ଏହା ଆପ୍‌ରୁ ସୂଚନା ମିଳିଯିବ। ଟିକା ସଂରକ୍ଷଣ, ପରିଚାଳନା ଆଦି ମଧ୍ୟ ଆପ୍ ଦ୍ୱାରା ସୂଚନା ମିଳିବ। ଆଗରୁ କରୋନା ଭାଇରସ ବିରୋଧରେ ମୁକାବିଲା କରିବା […]

  • Thursday, 15 July 2021
vacn
'କରୋନା ଟିକା ନେଲେ ବି ପୂର୍ବପରି ସତର୍କ ରହିବା ଜରୁରୀ'

ନୂଆଦିଲ୍ଲୀ: ସମ୍ମୁଖ ଯୋଦ୍ଧାଙ୍କୁ ପ୍ରଥମେ ଦିଆଯିବ କରୋନା ଟିକା। ୩୦ କୋଟି ଲୋକଙ୍କୁ ଦିଆଯିବ ଏହି ଭ୍ୟାକ୍ସିନ।ଟିକାକରଣ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ସୂଚନା ଦେଇଛନ୍ତି। ଟିକା ପାଇଁ ଲାଇସେନ୍ସ ମିଳିଲେ ଟିକାକରଣ ଆରମ୍ଭ କରିଦିଆଯିବ। ପ୍ରତି ଭାରତୀୟ, ଯାହାକୁ ଟିକା ଦେବା ଜରୁରୀ ଥିବ, ଟିକା ଦିଆଯିବ। ସ୍ୱାସ୍ଥ୍ୟ କର୍ମୀ, ସମ୍ମୁଖ ଯୋଦ୍ଧା ଏବଂ ବୟସ୍କଙ୍କୁ ପ୍ରଥମେ ଟିକା ଦେବା ଯୋଜନା କରରାଯାଇଛି। ଡାକ୍ତର, ନର୍ସ, ପାରାମେଡିକାଲ ଷ୍ଟାଫ୍ ଆଦି ୧ କୋଟି […]

  • Thursday, 15 July 2021
pfizer
ଅନୁମତି ଅପେକ୍ଷାରେ ଫାଇଜର, ଶୀତଳୀକରଣ ବ୍ୟବସ୍ଥା ବଡ଼ ସମସ୍ୟା

ନୂଆଦିଲ୍ଲୀ: ଭାରତରେ କରୋନା ଟିକା ବିକ୍ରି ପାଇଁ DCGI ଠାରୁ ଜରୁରୀକାଳୀନ ଅନୁମୋଦନ ଲୋଡ଼ିଲା ଫାଇଜର୍। ଭାରତୀୟଙ୍କ ଠାରେ ଫାଇଜର୍ ଟିକାର ପରୀକ୍ଷଣ ନକରି, ଦେଶରେ ଏହାର ବିକ୍ରୟ ଓ ବିତରଣ ପାଇଁ ଡ୍ରଗ୍ସ କଣ୍ଟ୍ରୋଲର୍ ଜେନେରାଲ୍ ଅଫ୍ ଇଣ୍ଡିଆ ଠାରୁ ଅନୁମତି ଲୋଡ଼ାଯାଇଛି। DCGI ଠାରେ ପ୍ରଥମ ଥର ପାଇଁ ଏଭଳି କରୋନା ଟିକାର ଜରୁରୀକାଳୀନ ଅନୁମୋଦନ ଲୋଡ଼ାଯାଇଛି। ଆମେରିକୀୟ କଂପାନୀ ଫାଇଜର୍ ଓ ଜର୍ମାନ୍ କଂପାନୀ ବାୟୋ ଏନ୍ ଟେକ୍ ଦ୍ୱାରା ବିକଶିତ ଭ୍ୟାକ୍ସିନର […]

  • Thursday, 15 July 2021
corona
R-ଫ୍ୟାକ୍ଟର କଣ ? କାହିଁକି ବଢୁଛି କରୋନାର R-ଫ୍ୟାକ୍ଟର

ରାଜ୍ୟରେ ବଢ଼ିଲାଣି କରୋନାର R-ଫ୍ୟାକ୍ଟର । R-ଫ୍ୟାକ୍ଟର କହିଲେ କରୋନାର ରିପ୍ରଡକ୍ସନ ନମ୍ବର ବା ବଂଶବୃଦ୍ଧି ହାରକୁ ବୁଝାଇଥାଏ । କିଛି ରାଜ୍ୟରେ କରୋନା ସତର୍କତାର ଖୋଲାଖୋଲି ଉଲ୍ଲଂଘନ ଫଳରେ ଏହି R-ଫ୍ୟାକ୍ଟର ବଢ଼ିଛି ।

corona
ଚିନ୍ତା ବଢ଼ାଉଛି କରୋନାର R-ଫ୍ୟାକ୍ଟର

ବିଶେଷ କରି ପବ୍ଲିକ୍ ଟ୍ରାନ୍ସପୋର୍ଟ, ହିଲ୍ ଷ୍ଟେସନ୍ ଓ ହାଟବଜାରରେ ଅତ୍ୟଧିକ ଭିଡ଼ ଦେଖିବାକୁ ମିଳୁଛି । ଫଳରେ କିଛି ରାଜ୍ୟରେ R-ଫ୍ୟାକ୍ଟର ବଢ଼ିବା ଚିନ୍ତାଜନକ ବିଷୟ । R-ଫ୍ୟାକ୍ଟର ୧ ଉପରକୁ ଗଲେ, ଏହା କୋଭିଡ୍ ସଂକ୍ରମଣ ବ୍ୟାପିବାକୁ ସୂଚାଇଥାଏ

STATE CASES
୨୪ ଘଣ୍ଟାରେ ୨ ହଜାର ୧୧୦ ସଂକ୍ରମିତ ଚିହ୍ନଟ, ରାଜ୍ୟରେ ଆଉ ୬୬ ଆକ୍ରାନ୍ତଙ୍କ ମୃତ୍ୟୁ

୨୪ ଘଣ୍ଟା ମଧ୍ୟରେ ୨ ହଜାର ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୭ ହଜାର ୮୫୯ରେ ପହଞ୍ଚିଛି ।

Corona Virus
ଅନଲକ୍‌ ହେବ ନା ପୁଣି ଥରେ ଆଂଶିକ ଲକଡାଉନ୍‌ କରିବେ ରାଜ୍ୟ ସରକାର?

କେତେ ଜିଲ୍ଲା ଖୋଲିବ, ଆଉ କେଉଁ କେଉଁ କ୍ଷେତ୍ରରେ ନିୟମ କୋହଳ ହେବ? ଦିନକ ପରେ ଆଂଶିକ ଲକଡାଉନ୍‌ ଶେଷ ହେଉଥିବାରୁ ଆସନ୍ତାକାଲି ଆସିବ ନୂଆ ଗାଇଡଲାଇନ୍। ତେବେ କେନ୍ଦ୍ର ସରକାର, ସବୁ ରାଜ୍ୟର ମୁଖ୍ୟଶାସନ ସଚିବଙ୍କୁ ଲେଖିଥିବା ଚିଠି, ପଡୋଶୀ ରାଜ୍ୟରେ ବଢୁଥିବା ସଂକ୍ରମଣ ଓ ରାଜ୍ୟର କରୋନା ସ୍ଥିତିକୁ ଦେଖି ରାଜ୍ୟ ସରକାର ଅନଲକ୍‌ ନେଇ ନିଷ୍ପତ୍ତି ନେବେ

Corona Virus
ନୂଆ ଗାଇଡ୍‌ ଲାଇନ୍‌କୁ ଅପେକ୍ଷା

ଏଣେ କେନ୍ଦ୍ର ଗୃହ ସଚିବ ଅଜୟ ଭଲ୍ଲା ଆଜି ସବୁ ରାଜ୍ୟକୁ ଚିଠି କରି କୋଭିଡ ଗାଇଡଲାଇନ୍‌ କଡ଼ାକଡ଼ି ଭାବେ ପାଳନ କରିବାକୁ ଅପିଲ୍ କରିଛନ୍ତି। ସେ ଦର୍ଶାଇଛନ୍ତି ଯେ, ଲୋକମାନେ କୋଭିଡ୍ ନିୟମ ମାନୁନାହାଁନ୍ତି। ଲକଡାଉନ୍ କୋହଳ କରାଯାଇଥିବାରୁ ବିଭିନ୍ନ ସ୍ଥାନରେ ଭିଡ଼ ଜମୁଛି। ଏହାକୁ ନିୟନ୍ତ୍ରଣ କରିବାକୁ ରୋକଠୋକ୍‌ ଭାବେ କୁହାଯାଇଛି।

Ajay Bhalla
କୋଭିଡ୍ ଗାଇଡଲାଇନ କଡାକଡି ପାଳନ କରିବାକୁ କେନ୍ଦ୍ରରୁ ଆସିଲା କଡ଼ା ନିର୍ଦେଶ

କୋଭିଡ୍ ଗାଇଡଲାଇନ କଡାକଡି ପାଳନ କରିବାକୁ ସବୁ ରାଜ୍ୟର ମୁଖ୍ୟ ସଚିବଙ୍କୁ ଚିଠି ଲେଖିଲେ କେନ୍ଦ୍ର ଗୃହ ସଚିବ ଅଜୟ ଭାଲ୍ଲା । ଭିଡ଼ ନିୟନ୍ତ୍ରଣରେ ବିଫଳ ହେଲେ ସଂପୃକ୍ତ ଜିଲ୍ଲାର ଅଧିକାରୀ ଦାୟୀ ରହିବେ ବୋଲି ଚିଠିରେ କଡ଼ା ତାଗିଦ୍‌ କରାଯାଇଛି ।

bbsr
ରାଜଧାନୀ ହଜାରେ ପାର କଲା କରୋନା; ଗଣମାଧ୍ୟମ ସଂସ୍ଥାରେ ୫ ଚିହ୍ନଟ

ରାଜଧାନୀରେ ବେକାବୁ କରୋନା। ଭୁବନେଶ୍ୱରରେ ଆଜି ସର୍ବାଧିକ ୧୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ କ୍ୱାରେଣ୍ଟିନ କେନ୍ଦ୍ରରୁ ହୋଇଥିବା ବେଳେ ୫୨ ଲୋକାଲ୍ କେସ୍ ଅଛନ୍ତି। ଏହାକୁ ମିଶାଇ ଏଯାବତ୍ ୧୦୪୩ ଜଣ ଆକ୍ରାନ୍ତ ହେଲେଣି। ସେଥିରୁ ୧୧ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୫୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଆଉ ୫୭୪ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ:- ଲକ୍ଷ୍ମୀବିହାର […]

  • Wednesday, 14 July 2021
lockdown
ଏଥର କଡ଼ାକଡ଼ି ହେବ ଲକ୍‌ଡାଉନ; ସହର ଭିତରକୁ ପ୍ରବେଶ ମନା

ଭୁବନେଶ୍ୱର: ଏଥର ଲକ୍‌ଡାଉନ୍‌ କଡାକଡି ହେବ, ସହର ଭିତରକୁ ବାହାର ଲୋକଙ୍କୁ ଆସିବାକୁ ଅନୁମତି ଦିଆଯିବନି। ଆବଶ୍ୟକ ନଥିଲେ ଘର ବାହାରକୁ ବାହାରନ୍ତୁନି। ଆଇନ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି ଚେତାବନୀ ଦେଇଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ଆଜି ରାତି ୯ଟାରୁ ଆସନ୍ତା ୩୧ ଯାଏ ୪ ଜିଲ୍ଲା ହେବ ସମ୍ପୂର୍ଣ୍ଣ ଲକ୍‌ଡାଉନ୍। ତେବେ ଏହି ଲକ୍‌ଡାଉନ୍‌ରେ ଟ୍ୱିନ୍‌ ସିଟିରେ କଣ କଣ ପଦକ୍ଷେପ ନିଆଯିବ, ଏ ନେଇ ସବିଶେଷ ସୂଚନା ଦେଇଛନ୍ତି […]

  • Wednesday, 14 July 2021
ils
'କରୋନା ଟେଷ୍ଟ ବଢୁଥିବାରୁ ପଜିଟିଭ ବଢୁଛି'

ଭୁବନେଶ୍ୱର: କୋଭିଡ୍ ଟେଷ୍ଟ୍ ବଢ଼ୁଥିବାରୁ ପଜିଟିଭ୍ ସଂଖ୍ୟା ବଢ଼ୁଛି। ରାଜ୍ୟରେ ଦୈନିକ ୬ ହଜାର ଟେଷ୍ଟ୍ ପାଇଁ ଟାର୍ଗେଟ୍ ରହିଛି। ତେବେ ଗଞ୍ଜାମ ଓ ଯାଜପୁର ଜିଲ୍ଲାରେ ସଂକ୍ରମଣ ସ୍ଥିତି ଚିନ୍ତାଜନକ ରହିଛି। ଅନ୍ୟ ଜିଲ୍ଲା ଗୁଡ଼ିକର ସ୍ଥିତି ସେତେଟା ସଂଗୀନ ନୁହେଁ। ରାଜ୍ୟରେ ବର୍ଦ୍ଧିତ ସଂକ୍ରମଣ ହାର ପ୍ରସଙ୍ଗରେ ପ୍ରତିକ୍ରିୟା ରଖି ଏହା କହିଛନ୍ତି ଭୁବନେଶ୍ୱର ସ୍ଥିତ ଜୀବ ବିଜ୍ଞାନ ପ୍ରତିଷ୍ଠାନ ବା ILSର ନିର୍ଦ୍ଦେଶକ। ଏଥିସହ ଲକ୍ଷଣବିହୀନ ବା କ୍ଷୀଣ ଲକ୍ଷଣ ଥିବା କରୋନା […]

  • Wednesday, 14 July 2021
plasma
କାଲିଠୁ ରାଜ୍ୟରେ ପ୍ଲାଜମା ଥେରାପି

ଭୁବନେଶ୍ୱର: ଆସନ୍ତାକାଲିଠୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପି(Plasma Therapy)। ଭୁବନେଶ୍ୱର ସମ୍, କିମ୍ସ ଓ କଟକ ଅଶ୍ୱିନୀରେ ଏହା ଆରମ୍ଭ ହେବ। କଟକ SCB ମେଡିକାଲ କଲେଜ ପ୍ଲାଜମା ଥେରାପିର ନୋଡାଲ ସେଣ୍ଟର ରହିବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିଥିବା ସମୀକ୍ଷା ବୈଠକ ପରେ ସୂଚନା ମିଳିଛି। ରାଜ୍ୟରେ କୋଭିଡ଼ ମୁକାବିଲା ନେଇ ଆଜି ମୁଖ୍ୟମନ୍ତ୍ରୀ ସମୀକ୍ଷା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକରେ ୫ଟି ଜିଲ୍ଲାକୁ ଅଧିକ ଫୋକସ୍‌ ଦେବା ପାଇଁ କୁହାଯାଇଛି। […]

police
ସୁନ୍ଦରଗଡ଼ରେ ୩୭ କୋଭିଡ୍ ଯୋଦ୍ଧା କରୋନାରେ ଆକ୍ରାନ୍ତ

ରାଉଲକେଲା: ସୁନ୍ଦରଗଡ଼ ଜିଲ୍ଲାରେ କରୋନା ସ୍ଥିତି ସଂଗୀନ ହୋଇଛି। ଜିଲ୍ଲାରେ ଆଜି ୫୨ ଜଣ କରୋନା ଆକ୍ରାନ୍ତ ହୋଇଥିବା ବେଳେ ୩୭ ଜଣ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି। ୩୭ କରୋନା ଯୋଦ୍ଧାଙ୍କ ମଧ୍ୟରୁ ୩୬ ଜଣ ପୋଲିସ କର୍ମଚାରୀ ଓ ଜଣେ ଡାକ୍ତର ଅଛନ୍ତି। ପୋଲିସଙ୍କ ମଧ୍ୟରେ ଜଣେ ଡିଏସପି ଓ ଜଣେ ଇନସ୍ପେକ୍ଟର ଅଛନ୍ତି। ଏହାଛଡ଼ା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୬ ଜଣ ରାଜ୍ୟ ବାହାରରୁ ଆସିଥିବା ଜଣାପଡ଼ିଛି। ତେବେ ୭ ଜଣ ପୂର୍ବ […]

  • Wednesday, 14 July 2021
guide
କ୍ୱାରେଣ୍ଟିନ୍‌ରେ ରହିବାକୁ କହି ବୁଲୁଥିଲେ ବଡ଼ଦାଣ୍ଡରେ, ଜାଣିଦେଲା ପ୍ରଶାସନ

ପୁରୀ: କ୍ୱାରେଣ୍ଟିନ ନିୟମ ଭଙ୍ଗ ଅଭିଯୋଗରେ ଜଣେ ପ୍ରବାସୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ପୁରୀ ପ୍ରଶାସନ।  ବାହାର ରାଜ୍ୟରୁ ଫେରି ଯୁବକ ଜଣକ କ୍ୱାରେଣ୍ଟିନ ନିୟମ ଭାଙ୍ଗି ସହରରେ ବୁଲୁଥିବାରୁ ତାଙ୍କ ବିରୋଧରେ ମହାମାରୀ ନିୟମ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ଏହାସହ ତାଙ୍କୁ ପେଡ୍ କ୍ୱାରେଣ୍ଟିନରେ ଛଡ଼ାଯାଇଛି। ପ୍ରକାଶଥାଉକି ଗତ ଜୁଲାଇ ୫ ତାରିଖରେ ତେଲେଙ୍ଗାନା ରାଜ୍ୟରୁ ସ୍ଥାନୀୟ କୁମ୍ଭାରପଡା ଅଂଚଳର ଜଣେ ଯୁବକ ନିର୍ବେନ୍ଦୁ କୁମାର ପଟ୍ଟନାୟକ ଘରକୁ ଫେରିଥିଲେ। ସ୍ଥାନୀୟ ମ୍ୟୁନିସିପାଲିଟି କଲ୍ୟାଣ ମଣ୍ଡପ […]

  • Wednesday, 14 July 2021
niali
ନିଆଳି ବ୍ଲକ୍‌ର ୫ ପଞ୍ଚାୟତ ସଟଡାଉନ୍

ନିଆଳି: ନିଆଳି ବ୍ଲକ୍‌ର ୫ ପଞ୍ଚାୟତ ସଟଡାଉନ୍। ନିଆଳିରେ ୬ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପଦକ୍ଷେପ ନେଇଛନ୍ତି କ୍ଷମତାପ୍ରାପ୍ତ ସରପଞ୍ଚ। କରୋନା ସଂକ୍ରମଣ ଦୃଷ୍ଟିରୁ ୫ଟି ପଞ୍ଚାୟତ ସଟଡାଉନ କରିଛନ୍ତି ସରପଞ୍ଚ। ନିଆଳି, ନୂଆଗାଁ, ବାହାରଣା, ମାଧବ ଓ ରତନପୁର ପଞ୍ଚାୟତ ସଟଡାଉନ କରାଯାଇଛି। ଆଜି ସକାଳୁ ଗୁରୁବାର ସକାଳ ପର୍ଯ୍ୟନ୍ତ ୪୮ ଘଣ୍ଟା ସଟଡାଉନ ଘୋଷଣା କରାଯାଇଛି। ସେହିପରି ନିଆଳି ମେଡିକାଲ OPD ୭୨ ଘଣ୍ଟା ପାଇଁ ବନ୍ଦ ନିର୍ଦ୍ଦେଶ ଦିଆଯାଇଛି। ୪ ଷ୍ଟାଫ […]