ଭୁବନେଶ୍ୱର: ଭୂତାଣୁ ଭୟଠୁ ବଳିଯାଇଛି କର୍କଟ ରୋଗୀଙ୍କ ଯନ୍ତ୍ରଣା। କଟକସ୍ଥିତ ରାଜ୍ୟର ସର୍ବବୃହତ ସରକାରୀ କ୍ୟାନ୍ସର ହସ୍ପିଟାଲ୍ ଏବେ କରୋନା ହଟସ୍ପଟ ପାଲଟିବା ପରେ ଏଠାରେ ବନ୍ଦ କରିଦିଆଯାଇଛି ରୋଗୀ ସେବା। ଡାକ୍ତର ଆସୁନାହାଁନ୍ତି, କର୍ମଚାରୀ ବି ଆସୁନାହାଁନ୍ତି। ଫଳରେ କ୍ୟାନ୍ସର ସହ ଯୁଝୁଥିବା ରୋଗୀ ମେଡ଼ିକାଲ୍ ଆସି ନିରାଶ ହେବା ସହ ଘରେ ରହି ଯନ୍ତ୍ରଣା ଭୋଗୁଛନ୍ତି। ମୁଣ୍ଡ ଉପରେ ଛିଣ୍ଡିପଡ଼ିଛି ମହାବିପଦ। କର୍କଟ ଭଳି ମହାବ୍ୟାଧିକୁ ବି ବଳିଯାଇଛି ମହାମାରୀ। ଯନ୍ତ୍ରଣାରେ ଛଟପଟ ରୋଗୀ। […]
ଭୁବନେଶ୍ୱର: ସିଲ୍ ହେଲା ବ୍ରହ୍ମପୁର ସୀମା। ଏ ନେଇ ଘୋଷଣା କରିଛନ୍ତି ବିଏମସି କମିଶନର। ବ୍ରହ୍ମପୁର ସହର ଚାରି ଦିଗରୁ ବନ୍ଦ ଘୋଷଣା କରିଛନ୍ତି କମିଶନର। କରୋନା ସଂକ୍ରମଣ ରୋକିବା ପାଇଁ ଏଭଳି ପଦକ୍ଷେପ ନିଆଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ବ୍ରହ୍ମପୁର ସହର ସବୁ ଦିଗରୁ ବନ୍ଦ ରହିବ କୌଣସି ଲୋକ ବ୍ରହ୍ମପୁରକୁ ଆସି ପାରିବେନି କି ଯାଇ ପାରିବେନି। କେବଳ ଅତ୍ୟାବଶ୍ୟକ ସେବା କଟକଣା ମୁକ୍ତ ରହିବ। ମାଲ୍ ପରିବହନକାରୀ ଗାଡ଼ିକୁ ଯାଆସ ପାଇଁ ଅନୁମତି […]
ଭୁବନେଶ୍ୱର: ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଆଉ ୫୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ୯୨୫୫ ସୁସ୍ଥ ହେଲେଣି। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ୨୪୮ ଜଣ ସର୍ବାଧିକ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ୭୧, ଖୋର୍ଦ୍ଧାରୁ ୫୨, କଟକରୁ ୪୫, ପୁରୀ-୧୧, ଗଜପତି-୧୦, ନବରଙ୍ଗପୁରରୁ ୯, ଯାଜପୁର ଓ ନୟାଗଡ଼ରୁ ୮ ଲେଖାଏଁ ସୁସ୍ଥ ହୋଇଛନ୍ତି। Another 505 #COVID19 patients have […]
ଭୁବନେଶ୍ୱର: ଏଣିକି ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ରହିପାରିବେ। ଲକ୍ଷଣ ନଥିବା ବା ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ରହିପାରିବେ। ସହରାଞ୍ଚଳର ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ ଅନୁମତି ମିଳିଛି। ପରିବର୍ତ୍ତିତ ନିୟମ ନେଇ ସୂଚନା ଦେଇଛନ୍ତି ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ସୂଚନା ଦେଇଛନ୍ତି ଯେ, ସହରାଞ୍ଚଳରେ ଚିହ୍ନଟ କରୋନା ରୋଗୀ, ଯଦି ଲକ୍ଷଣହୀନ ବା ସାମାନ୍ୟ ଲକ୍ଷଣ ଥିବ, ତାହାହେଲେ […]
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୪ ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୦ ଜଣ ଲୋକାଲ କଣ୍ଟାକ୍ଟ ରହିଥିବା ବେଳେ ୪ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱର ମହାନଗର ଅଞ୍ଚଳରେ ୨୯ ଆକ୍ରାନ୍ତ କରୋନାରୁ ସୁସ୍ଥ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଭୁବନେଶ୍ୱର ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୧୮ ପହଞ୍ଚିଛି। ୩୫୬ ସୁସ୍ଥ ହୋଇଥିବା ବେଳେ ୩୫୩ ଜଣ ଏବେ ବି ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ହୋଇଛି। କେଉଁ […]
ଭୁବନେଶ୍ୱର: ରାଜ୍ୟର କୋଭିଡ୍ ହସ୍ପିଟାଲ ଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ICU ବେଡ୍ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହା କହିଛି। କୋଭିଡ୍ ପାଇଁ ଥିବା ICUର କେବଳ ୩୬ ପ୍ରତିଶତ ବେଡ୍ରେ ଆକ୍ରାନ୍ତ ରହିଛନ୍ତି। କଟକ-ଭୁବନେଶ୍ୱର ଟ୍ବିନସିଟି ଅଞ୍ଚଳ ପାଇଁ କଟକ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ICU ରହିଛି ବୋଲି ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସ୍ପଷ୍ଟ କରିଛି। ରାଜ୍ୟରେ କୋଭିଡ ହସ୍ପିଟାଲ ଗୁଡ଼ିକରେ ପର୍ଯ୍ୟାପ୍ତ ICU ବେଡ୍ ରହିଛି କୋଭିଡ ପାଇଁ […]
କଟକ: ହସ୍ପିଟାଲ ଗୁଡ଼ିକରେ ବଢୁଥିବା କରୋନା ସଂକ୍ରମଣ ସରକାରଙ୍କ ଚିନ୍ତା ବଢାଇଛି। ଏଯାଏ କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ SCBରୁ ଚିହ୍ନଟ ହେଲେଣି ୧୮। ସଂକ୍ରମିତ ତେବେ କ୍ୟାନସର ହସ୍ପିଟାଲରୁ ୪୩ ଜଣ ସୁସ୍ଥ ହୋଇଥିବାବେଳେ SCBରୁ ଜଣେ ସୁସ୍ଥ ହୋଇଛନ୍ତି। ହସ୍ପିଟାଲ ଗୁଡ଼ିକୁ କରୋନା ମୁକ୍ତ ରଖିବା ଉପରେ ଗୁରୁତ୍ୱ ଦିଆଯାଉଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ହସ୍ପିଟାଲ ଆସୁଥିବା ସମସ୍ତ ରୋଗୀଙ୍କର ସ୍କ୍ରିନିଂ କରାଯାଉଛି। ପ୍ରତି […]
ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିବି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ୮,୭୫୦ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ଜଣାଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକ- ୭୧, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୩୮ ଲେଖାଏଁ ସୁସ୍ଥ ହୋଇଛନ୍ତି। ଯାଜପୁର-୨୫, ନବରଙ୍ଗପୁର-୨୪, ସମ୍ବଲପୁରରୁ […]
ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ବେକାବୁ କରୋନା। ସହରରେ କରୋନା ଆକ୍ରାନ୍ତ ଚିହ୍ନଟରେ ଆଜି ଅର୍ଦ୍ଧଶତକ। ଭୁବନେଶ୍ୱରରୁ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୬ ରହିଥିବାବେଳେ ଲୋକାଲ କେସ୍ ୨୮ ରହିଛି। ସେପଟେ ଭୁବନେଶ୍ୱର ସହରରୁ ଆଉ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ପଜିଟିଭ-୭୦୪, ସୁସ୍ଥ-୩୨୭, ଆକ୍ଟିଭ-୩୬୮ ରହିଛି। କରୋନାରେ ୭ଜଣଙ୍କ ମୃତ୍ୟୁ ହୋଇଛି। ଜାଣନ୍ତୁ, କେଉଁ ଅଞ୍ଚଳରୁ କେତେ ଚିହ୍ନଟ:- ଭୀମଟାଙ୍ଗୀରୁ ଜଣେ ଓ […]
ମୁମ୍ୱାଇ: ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ ବିଗ୍ ବି ଅମିତାଭ ବଚ୍ଚନ। ମୁମ୍ୱାଇର ନାନାବତୀ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଶନିବାର ସଂଧ୍ୟାରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ହସ୍ପିଟାଲର ମୁଖପାତ୍ର ଏ ନେଇ ସୂଚନା ଦେଇଛନ୍ତି। ସେ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କରୋନା ସଂକ୍ରମିତ ହୋଇଥିବା ନେଇ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ବିଗବିଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କ ପରିବାର ଓ ହସ୍ପିଟାଲ କର୍ମଚାରୀଙ୍କ ଟେଷ୍ଟ […]
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ମୁକାବିଲା କ୍ଷେତ୍ରରେ ଏବେ ତିିନିଟି ଚ୍ୟାଲେଞ୍ଜ। ହଟସ୍ପଟ୍, ହସ୍ପିଟାଲ୍ ଏବଂ ସାମାଜିକ ଦୂରତା। ଆଜି ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଏମସି କମିଶନ୍ର ପ୍ରେମଚନ୍ଦ୍ର ଚୌଧୁରୀ। ହଟସ୍ପଟ୍:- ହଟସ୍ପଟ୍ ଜିଲ୍ଲାରୁ ଲୋକେ ରାଜଧାନୀକୁ ଆସୁଛନ୍ତି। ଯାହା ଫଳରେ ଏବେ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଭୁବନେଶ୍ୱରର ବସ୍ତି ଅଞ୍ଚଳରେ ପ୍ରତିଷେଧକ ବ୍ୟବସ୍ଥା ସ୍ୱରୂପ ସ୍ଲମ୍ କମିଟି ଗଠନ ହୋଇଛି। ଏହାସହ ୱାର୍ଡ କମିଟି ସକ୍ରିୟ ରହିଛନ୍ତି। ବାହାର ଅଞ୍ଚଳରୁ ଆସୁଥିବା […]
ଭୁବନେଶ୍ୱର: ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ। ଗଞ୍ଜାମରୁ ସର୍ବାଧିକ କରୋନାରୁ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ୮୩୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଅରୋଗ୍ୟଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୭ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡ଼ରୁ […]
ବାଲିଗୁଡା: କ୍ୱାରେଣ୍ଟିନ ସେଣ୍ଟରରେ ସେଲ୍ଫି ନିଶା। ପ୍ରବାସୀ ଯୁବତୀଙ୍କ ସହ ଫଟୋ ଉଠାଇଲେ ଦାୟିତ୍ୱରେ ଥିବା ଦୁଇ ଅଧିକାରୀ। ସେଲଫି ଉଠାଇବା ବେଳର ଫଟୋ ଏବେ କନ୍ଧମାଳ ଜିଲ୍ଲାରେ ବେଶ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଏଭଳି ଘଟଣା ଘଟିଛି ଜିଲ୍ଲାର କ.ନୂଆଗାଁ ଏକ କ୍ୱାରେଣ୍ଟିନ ସେଣ୍ଟରରେ। ରାଜ୍ୟ ବାହାରୁ ଆସିଥିବା ଜଣେ ଯୁବତୀ କ୍ୱାରେଣ୍ଟିନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହ ସେଲଫି ନେଇଥିଲେ। ଆଉ ଏହି ଫଟୋ ଭାଇରାଲ […]
କଟକ: କଟକ ଜିଲ୍ଲାରେ ଆଜି ଆଉ ୫୦ କରୋନା ଆକ୍ରାନ୍ତ ଚିହ୍ନଟ। କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ୫୦ ଆକ୍ରାନ୍ତ ଚିହ୍ନଟ ସୂଚନା ମିଳିଛି। ୫୦ ଆକ୍ରାନ୍ତଙ୍କ ମଧ୍ୟରୁ SCBରେ ୧୩ ସଂକ୍ରମିତ ସୂଚନା। ବଡ଼ମ୍ବାରୁ ୩୩ ଓ CMCରୁ ଆଉ ୨ ଆକ୍ରାନ୍ତ ଚିହ୍ନଟ। ନିଶ୍ଚିନ୍ତକୋଇଲି ଓ ଅଡ଼ଶପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ସେହିପରି ବଡ଼ମ୍ବାରୁ ଆଉ ୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮ଟି ପଞ୍ଚାୟତରୁ ଆଉ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା […]
ଭୁବନେଶ୍ୱର: ଅଣାୟତ୍ତ ଗଞ୍ଜାମ, ଅସମ୍ଭାଳ ଓଡ଼ିଶା। ରାଜ୍ୟରେ ଦିନକୁ ଦିନ ଅଧିକରୁ ଅଧିକ ବିସ୍ଫୋରକ ରୂପ ଧାରଣ କରୁଥିବା କରୋନା ଗଡ଼ାଇଛି। ଆଉ ୪ ମୁଣ୍ଡ ଫଳରେ ଓଡ଼ିଶାରେ ୬୪ରେ ପହଞ୍ଚିଛି କରୋନା ମୃତ୍ୟୁ। ସେହିଭଳି ଗତ କିଛି ଦିନ ଧରି ଚାଲିଥିବା ୫୦୦ ପ୍ଲସ୍ ସଂକ୍ରମଣର ଟ୍ରେଣ୍ଡ୍ ବି ଭାଙ୍ଗିଛି। ଆଜି ଚିହ୍ନଟ ହୋଇନ୍ତି ରେକର୍ଡ ସଂଖ୍ୟକ ୭୫୫ ଜଣ ଆକ୍ରାନ୍ତ। ଏପଟେ ଭାଇରସର ମୁକାବିଲା ପାଇଁ ବି ବ୍ୟାପକ ଯୋଜନା ପ୍ରସ୍ତୁତ କରିଛନ୍ତି ରାଜ୍ୟ […]
ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଆଉ ୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ କ୍ୱାରେଣ୍ଟିନ, ୧୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୨କୁ ବୃଦ୍ଧି ପାଇଛି। ୭ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୩୦୮ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏବେବି ୨୮୬ ଆକ୍ଟିଭ କେଶ କହିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। କେଉଁ ଅଞ୍ଚଳରୁ ଆକ୍ରାନ୍ତ ଚିହ୍ନଟ: […]
ଭୁବନେଶ୍ୱର: ରାଜ୍ୟରେ ଦିନକରେ ସୁସ୍ଥ ସଂଖ୍ୟାରେ ରେକର୍ଡ ଭାଙ୍ଗିଲା। ଆଜି ସର୍ବାଧିକ ୪୦୧ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ ୭୪୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତିରୁ ୬୭, କଟକରୁ ୪୨, ଯାଜପୁରରୁ ୩୨ ଓ ଦେବଗଡ଼ରୁ ୧୯, କୋରାପୁଟରୁ ୧୮, […]
ପୁରୀ: ମୃତ୍ୟୁ ପରେ ମୋକ୍ଷ ପ୍ରାପ୍ତିର ପବିତ୍ର ସ୍ଥଳ ଶ୍ରୀକ୍ଷେତ୍ରର ସ୍ୱର୍ଗଦ୍ୱାର, ଯେଉଁଠି ଅହନ୍ନିଶି ଜଳୁଥାଏ ଅଖଣ୍ଡ ଜୁଇ। କାରଣ ଏଠାରେ ମୃତ ବ୍ୟକ୍ତିର ଅନ୍ତିମ ସଂସ୍କାର ହେଲେ ତାର କୁଆଡ଼େ ଆଉ ପୁନର୍ଜନ୍ମ ନାହିଁ ବୋଲି ହିନ୍ଦୁ ଧର୍ମରେ ରହିଛି ପ୍ରଚଣ୍ଡ ବିଶ୍ୱାସ। ସେଇଥିପାଇଁ ତ ବର୍ଷତମାମ ଏଠାକୁ ଦୂର ଦୂରାନ୍ତରୁ ଶବ ଧରି ଧାଇଁ ଆସନ୍ତି ଆତ୍ମୀୟ ସ୍ୱଜନ ହେଲେ ଆଜି ସକାଳୁ କିନ୍ତୁ ଏ ସ୍ଥାନ ଖାଁ ଖାଁ। କାରଣ କୋଭିଡ୍ ସଂକ୍ରମଣ […]
ଭୁବନେଶ୍ୱର: ପହଞ୍ଚିଲା ଆଉ ୨୦ ହଜାର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍। ଆସିଥିବା ଏଇ ଟେଷ୍ଟ କିଟ୍ ମଧ୍ୟରୁ କଟକ SCBକୁ ୧୫ଶହ, ଅନ୍ୟ ୫ଟି ମେଡିକାଲ କଲେଜକୁ ହଜାରେ ଲେଖାଏଁ କିଟ୍ ଏବଂ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲକୁ ୫ ଶହ କିଟ୍ ଯୋଗାଇ ଦିଆଯାଇଛି ବୋଲି RMRC ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେହିପରି ଗଂଜାମ ଜିଲ୍ଲାକୁ ୩ ହଜାର, ଗଜପତି ଜିଲ୍ଲାକୁ ୫ଶହ ଏବଂ ୩୨ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୧୫୦ […]
ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ମଧ୍ୟରେ ଗଜାମରୁ ସର୍ବାଧିକ ସୁସ୍ଥ ଅଛନ୍ତି। ଏହାକୁ ମିଶାଇ ଏଯାବତ୍ ରାଜ୍ୟରେ ୭୦୦୬ ଜଣ କରୋନାରୁ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଂଜାମରୁ ସର୍ବାଧିକ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ୪୬, ଖୋର୍ଦ୍ଧା ୨୮, କଟକ ୨୧, କେନ୍ଦୁଝରରୁ ୧୬, ନୟାଗଡ଼ରୁ ୧୪, ନବରଙ୍ଗପୁରରୁ […]
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ବେକାବୁ କରୋନା। ଆଜି ଚିହ୍ନଟ ହୋଇଛନ୍ତି ଆଉ ୪୬ କରୋନା ଆକ୍ରାନ୍ତ, ଯେଉଁଥିରେ କ୍ୱାରେଣ୍ଟିନ୍ ସେଣ୍ଟରରୁ ୨୨ ଏବଂ ଲୋକାଲ କେସ୍ ୨୪ ଥିବା ବିଏମସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସେହିପରି ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏବେ ସୁଦ୍ଧା ୫୨୫ ଜଣ ମୋଟ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୫ ଜଣ ସୁସ୍ଥ ହୋଇଛନ୍ତି। କେଉଁଠି କେତେ ଆକ୍ରାନ୍ତ:- ପାତ୍ରପଡ଼ାରୁ ଜଣେ, କଟକ ରୋଡ୍ […]
ପୁରୀ: କୋଭିଡ ପରିସ୍ଥିତିକୁ ନଜରରେ ରଖି ପୁରୀ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି। ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କ ପାଇଁ କାଲିଠୁ ସ୍ୱର୍ଗଦ୍ୱାର ମନା। ଆସନ୍ତାକାଲି ଠାରୁ ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ କଟକଣା ଲାଗିଛି। ଏନେଇ ଜିଳ୍ଲାପାଳ ବଲୱନ୍ତ ସିଂ ସୂଚନା ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ରାଜ୍ୟରେ ଜଟିଳ ସ୍ଥିତି ଆଡକୁ ଗତି କରୁଛି […]
ଭୁବନେଶ୍ୱର: ରାଜ୍ୟରେ ଚଳାଚଳ କରୁଥିବା ସ୍ୱତନ୍ତ୍ର ବନ୍ଦ ହେବ। ପୃଷ୍ଠପୋଷକତା ଅଭାବରୁ ରାଜ୍ୟ ଭିତରେ ଚଳାଚଳ କରୁଥିବା ତିନିଟି ସ୍ୱତନ୍ତ୍ର ଟ୍ରେନକୁ ବନ୍ଦ କରାଗଲା। ଏଭଳି ପଦକ୍ଷେପ ନେଇଛି ପୂର୍ବତଟ ରେଳବାଇ। ପ୍ରକାଶଥାଉକି ରାଜ୍ୟ ଭିତରେ ଜରୁରୀକାଳୀନ ଯାତାୟତ ଏବଂ ଲକ୍ଡାଉନ ସମୟରେ ଅଟକି ରହିଯାଇଥିବା ଅସହାୟ ଯାତ୍ରୀମାନଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ରେଲୱେ ପକ୍ଷରୁ ଜୁନ ୮ ତାରିଖରୁ ରାଜ୍ୟ ମଧ୍ୟରେ ସ୍ୱତନ୍ତ୍ର ରେଳସେବା ଆରମ୍ଭ କରାଯାଇଥିଲା। ପରେ ଏହି ରେଳସେବାକୁ ଜୁଲାଇ ମାସ ୧ […]
ଭୁବନେଶ୍ୱର: କମିଲା ସିବିଏସ୍ଇ ସିଲାବସ୍। ନବମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। କରୋନା ଭଳି ଅସ୍ୱାଭାବିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସିବିଏସ୍ଇକୁ ୩୦ ପ୍ରତିଶତ ସିଲାବସ୍ ଚଳିତ ବର୍ଷ ହ୍ରାସ କରିବାକୁ କୁହାଯାଇଛି। ଏନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ପୂର୍ବରୁ ସିବିଏସ୍ଇ ଏନେଇ ପ୍ରସ୍ତାବ ଦେଇଥିଲା। ତେବେ ସିଲାବସ୍ରୁ ଅନ୍ୟ ପାଠ ସହ ସଂପର୍କ ଥିବା […]