• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

icu-bed
କୋଭିଡ୍ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ରହିଛି ICU ବେଡ୍

ଭୁବନେଶ୍ୱର: ରାଜ୍ୟର କୋଭିଡ୍ ହସ୍ପିଟାଲ ଗୁଡ଼ିକରେ ପର୍ଯ୍ୟାପ୍ତ ପରିମାଣର ICU ବେଡ୍ ରହିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଏହା କହିଛି। କୋଭିଡ୍ ପାଇଁ ଥିବା ICUର କେବଳ ୩୬ ପ୍ରତିଶତ ବେଡ୍‌ରେ ଆକ୍ରାନ୍ତ ରହିଛନ୍ତି। କଟକ-ଭୁବନେଶ୍ୱର ଟ୍ବିନସିଟି ଅଞ୍ଚଳ ପାଇଁ କଟକ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ICU ରହିଛି ବୋଲି ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସ୍ପଷ୍ଟ କରିଛି। ରାଜ୍ୟରେ କୋଭିଡ ହସ୍ପିଟାଲ ଗୁଡ଼ିକରେ ପର୍ଯ୍ୟାପ୍ତ ICU ବେଡ୍ ରହିଛି କୋଭିଡ ପାଇଁ […]

  • Wednesday, 14 July 2021
sourav
ହସ୍ପିଟାଲକୁ କରୋନା ମୁକ୍ତ ପାଇଁ ୩ ସୂତ୍ର

କଟକ: ହସ୍ପିଟାଲ ଗୁଡ଼ିକରେ ବଢୁଥିବା କରୋନା ସଂକ୍ରମଣ ସରକାରଙ୍କ ଚିନ୍ତା ବଢାଇଛି। ଏଯାଏ କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ୧୨୦ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ SCBରୁ ଚିହ୍ନଟ ହେଲେଣି ୧୮। ସଂକ୍ରମିତ  ତେବେ କ୍ୟାନସର ହସ୍ପିଟାଲରୁ ୪୩ ଜଣ ସୁସ୍ଥ ହୋଇଥିବାବେଳେ SCBରୁ ଜଣେ ସୁସ୍ଥ ହୋଇଛନ୍ତି। ହସ୍ପିଟାଲ ଗୁଡ଼ିକୁ କରୋନା ମୁକ୍ତ ରଖିବା ଉପରେ ଗୁରୁତ୍ୱ ଦିଆଯାଉଥିବା ରାଜ୍ୟ ସରକାରଙ୍କ ପକ୍ଷରୁ କୁହାଯାଇଛି। ହସ୍ପିଟାଲ ଆସୁଥିବା ସମସ୍ତ ରୋଗୀଙ୍କର ସ୍କ୍ରିନିଂ କରାଯାଉଛି। ପ୍ରତି […]

  • Wednesday, 14 July 2021
cure
ସୁସ୍ଥ ହେଲେ ଆଉ ୩୯୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୩୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଆଜିବି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ୮,୭୫୦ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ଜଣାଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକ- ୭୧, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ୩୮ ଲେଖାଏଁ ସୁସ୍ଥ ହୋଇଛନ୍ତି। ଯାଜପୁର-୨୫, ନବରଙ୍ଗପୁର-୨୪, ସମ୍ବଲପୁରରୁ […]

  • Wednesday, 14 July 2021
bbsr
ଭୁବନେଶ୍ୱରରୁ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟ ରାଜଧାନୀରେ ବେକାବୁ କରୋନା। ସହରରେ କରୋନା ଆକ୍ରାନ୍ତ ଚିହ୍ନଟରେ ଆଜି ଅର୍ଦ୍ଧଶତକ। ଭୁବନେଶ୍ୱରରୁ ଆଉ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୩୬ ରହିଥିବାବେଳେ ଲୋକାଲ କେସ୍ ୨୮ ରହିଛି। ସେପଟେ ଭୁବନେଶ୍ୱର ସହରରୁ ଆଉ୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ପଜିଟିଭ-୭୦୪, ସୁସ୍ଥ-୩୨୭, ଆକ୍ଟିଭ-୩୬୮ ରହିଛି। କରୋନାରେ ୭ଜଣଙ୍କ ମୃତ୍ୟୁ ହୋଇଛି। ଜାଣନ୍ତୁ, କେଉଁ ଅଞ୍ଚଳରୁ କେତେ ଚିହ୍ନଟ:- ଭୀମଟାଙ୍ଗୀରୁ ଜଣେ ଓ […]

  • Wednesday, 14 July 2021
amitab
ମେଗାଷ୍ଟାର ଅମିତାଭ ବଚ୍ଚନ କରୋନାରେ ସଂକ୍ରମିତ, ହସ୍ପିଟାଲରେ ଭର୍ତ୍ତି

ମୁମ୍ୱାଇ: ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ ବିଗ୍‌ ବି ଅମିତାଭ ବଚ୍ଚନ। ମୁମ୍ୱାଇର ନାନାବତୀ ହସ୍ପିଟାଲରେ ସେ ଭର୍ତ୍ତି ହୋଇଛନ୍ତି। ଶନିବାର ସଂଧ୍ୟାରେ ସେ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ସୂଚନା ମିଳିଛି। ହସ୍ପିଟାଲର ମୁଖପାତ୍ର ଏ ନେଇ ସୂଚନା ଦେଇଛନ୍ତି। ସେ କରୋନାରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। କରୋନା ସଂକ୍ରମିତ ହୋଇଥିବା ନେଇ ସେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି। ବିଗବିଙ୍କ ରିପୋର୍ଟ ପଜିଟିଭ ଆସିବା ପରେ ତାଙ୍କ ପରିବାର ଓ ହସ୍ପିଟାଲ କର୍ମଚାରୀଙ୍କ ଟେଷ୍ଟ […]

  • Wednesday, 14 July 2021
late
'ସାମାଜିକ ଦୂରତା ମାନୁନାହାନ୍ତି, ରାଜଧାନୀ ପାଇଁ ଏବେ ୩ ଚ୍ୟାଲେଞ୍ଜ'

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ମୁକାବିଲା କ୍ଷେତ୍ରରେ ଏବେ ତିିନିଟି ଚ୍ୟାଲେଞ୍ଜ। ହଟସ୍ପଟ୍‌, ହସ୍ପିଟାଲ୍ ଏବଂ ସାମାଜିକ ଦୂରତା। ଆଜି ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ବିଏମସି କମିଶନ୍‌ର ପ୍ରେମଚନ୍ଦ୍ର ଚୌଧୁରୀ। ହଟସ୍ପଟ୍:- ହଟସ୍ପଟ୍ ଜିଲ୍ଲାରୁ ଲୋକେ ରାଜଧାନୀକୁ ଆସୁଛନ୍ତି। ଯାହା ଫଳରେ ଏବେ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଛି। ଭୁବନେଶ୍ୱରର ବସ୍ତି ଅଞ୍ଚଳରେ ପ୍ରତିଷେଧକ ବ୍ୟବସ୍ଥା ସ୍ୱରୂପ ସ୍ଲମ୍ କମିଟି ଗଠନ ହୋଇଛି। ଏହାସହ ୱାର୍ଡ କମିଟି ସକ୍ରିୟ ରହିଛନ୍ତି। ବାହାର ଅଞ୍ଚଳରୁ ଆସୁଥିବା […]

  • Wednesday, 14 July 2021
cure
ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ସୁସ୍ଥ ହେଲେ ଆଉ ୩୮୮ କରୋନା ଆକ୍ରାନ୍ତ। ଗଞ୍ଜାମରୁ ସର୍ବାଧିକ କରୋନାରୁ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ୮୩୬୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଅରୋଗ୍ୟଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୮୭ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୨୭, କଟକରୁ ୨୬, ନୟାଗଡ଼ରୁ […]

  • Wednesday, 14 July 2021
viral
କ୍ୱାରେଣ୍ଟିନ୍‌ ସେଣ୍ଟରରେ ଯୁବତୀଙ୍କ ସହ ସେଲଫି ନେଇ ଅଡୁଆରେ ଦୁଇ ଅଧିକାରୀ

ବାଲିଗୁଡା: କ୍ୱାରେଣ୍ଟିନ ସେଣ୍ଟରରେ ସେଲ୍‌ଫି ନିଶା। ପ୍ରବାସୀ ଯୁବତୀଙ୍କ ସହ ଫଟୋ ଉଠାଇଲେ ଦାୟିତ୍ୱରେ ଥିବା ଦୁଇ ଅଧିକାରୀ। ସେଲଫି ଉଠାଇବା ବେଳର ଫଟୋ ଏବେ କନ୍ଧମାଳ ଜିଲ୍ଲାରେ ବେଶ ଭାଇରାଲ ହେବାରେ ଲାଗିଛି। ଯାହାକୁ ନେଇ ଏବେ ଚର୍ଚ୍ଚା ଜୋର ଧରିଛି। ଏଭଳି ଘଟଣା ଘଟିଛି ଜିଲ୍ଲାର କ.ନୂଆଗାଁ ଏକ କ୍ୱାରେଣ୍ଟିନ ସେଣ୍ଟରରେ। ରାଜ୍ୟ ବାହାରୁ ଆସିଥିବା ଜଣେ ଯୁବତୀ କ୍ୱାରେଣ୍ଟିନ ଦାୟିତ୍ୱରେ ଥିବା ଅଧିକାରୀଙ୍କ ସହ ସେଲଫି ନେଇଥିଲେ। ଆଉ ଏହି ଫଟୋ ଭାଇରାଲ […]

  • Wednesday, 14 July 2021
content
କଟକରୁ ଆଉ ୫୦ କରୋନା ପଜିଟିଭ ଚିହ୍ନଟ

କଟକ: କଟକ ଜିଲ୍ଲାରେ ଆଜି ଆଉ ୫୦ କରୋନା ଆକ୍ରାନ୍ତ ଚିହ୍ନଟ। କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ୫୦ ଆକ୍ରାନ୍ତ ଚିହ୍ନଟ ସୂଚନା ମିଳିଛି। ୫୦ ଆକ୍ରାନ୍ତଙ୍କ ମଧ୍ୟରୁ SCBରେ ୧୩ ସଂକ୍ରମିତ ସୂଚନା। ବଡ଼ମ୍ବାରୁ ୩୩ ଓ CMCରୁ ଆଉ ୨ ଆକ୍ରାନ୍ତ ଚିହ୍ନଟ। ନିଶ୍ଚିନ୍ତକୋଇଲି ଓ ଅଡ଼ଶପୁରରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। ସେହିପରି ବଡ଼ମ୍ବାରୁ ଆଉ ୩୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୮ଟି ପଞ୍ଚାୟତରୁ ଆଉ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଥିବା […]

  • Wednesday, 14 July 2021
daily
ଏଣିକି ଦୈନିକ ୮ ହଜାର ହେବ କୋଭିଡ୍ ଟେଷ୍ଟ

ଭୁବନେଶ୍ୱର: ଅଣାୟତ୍ତ ଗଞ୍ଜାମ, ଅସମ୍ଭାଳ ଓଡ଼ିଶା। ରାଜ୍ୟରେ ଦିନକୁ ଦିନ ଅଧିକରୁ ଅଧିକ ବିସ୍ଫୋରକ ରୂପ ଧାରଣ କରୁଥିବା କରୋନା ଗଡ଼ାଇଛି। ଆଉ ୪ ମୁଣ୍ଡ ଫଳରେ ଓଡ଼ିଶାରେ ୬୪ରେ ପହଞ୍ଚିଛି କରୋନା ମୃତ୍ୟୁ। ସେହିଭଳି ଗତ କିଛି ଦିନ ଧରି ଚାଲିଥିବା ୫୦୦ ପ୍ଲସ୍ ସଂକ୍ରମଣର ଟ୍ରେଣ୍ଡ୍ ବି ଭାଙ୍ଗିଛି। ଆଜି ଚିହ୍ନଟ ହୋଇନ୍ତି ରେକର୍ଡ ସଂଖ୍ୟକ ୭୫୫ ଜଣ ଆକ୍ରାନ୍ତ। ଏପଟେ ଭାଇରସର ମୁକାବିଲା ପାଇଁ ବି ବ୍ୟାପକ ଯୋଜନା ପ୍ରସ୍ତୁତ କରିଛନ୍ତି ରାଜ୍ୟ […]

  • Wednesday, 14 July 2021
coronavirus
ଭୁବନେଶ୍ୱରରୁ ଆଉ ୪୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ସହରରେ ଆଉ ୪୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୫ କ୍ୱାରେଣ୍ଟିନ, ୧୦ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୬୦୨କୁ ବୃଦ୍ଧି ପାଇଛି। ୭ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ୩୦୮ ସୁସ୍ଥ ହୋଇ ଘରକୁ ଫେରିଲେଣି। ଏବେବି ୨୮୬ ଆକ୍ଟିଭ କେଶ କହିଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। କେଉଁ ଅଞ୍ଚଳରୁ ଆକ୍ରାନ୍ତ ଚିହ୍ନଟ: […]

  • Wednesday, 14 July 2021
cure
ଦିନକରେ ସୁସ୍ଥ ହେଲେ ୪୦୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ସୁସ୍ଥ ସଂଖ୍ୟାରେ ରେକର୍ଡ ଭାଙ୍ଗିଲା। ଆଜି ସର୍ବାଧିକ ୪୦୧ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଏହାକୁ ମିଶାଇ ରାଜ୍ୟରେ ୭୪୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୧୦୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତିରୁ ୬୭, କଟକରୁ ୪୨, ଯାଜପୁରରୁ ୩୨ ଓ ଦେବଗଡ଼ରୁ ୧୯, କୋରାପୁଟରୁ ୧୮, […]

  • Wednesday, 14 July 2021
puri
ସ୍ୱର୍ଗଦ୍ୱାରରେ କଟକଣାକୁ ନେଇ ତେଜିଲା ରାଜନୀତି

ପୁରୀ: ମୃତ୍ୟୁ ପରେ ମୋକ୍ଷ ପ୍ରାପ୍ତିର ପବିତ୍ର ସ୍ଥଳ ଶ୍ରୀକ୍ଷେତ୍ରର ସ୍ୱର୍ଗଦ୍ୱାର, ଯେଉଁଠି ଅହନ୍ନିଶି ଜଳୁଥାଏ ଅଖଣ୍ଡ ଜୁଇ। କାରଣ ଏଠାରେ  ମୃତ ବ୍ୟକ୍ତିର ଅନ୍ତିମ ସଂସ୍କାର ହେଲେ ତାର କୁଆଡ଼େ ଆଉ ପୁନର୍ଜନ୍ମ ନାହିଁ ବୋଲି ହିନ୍ଦୁ ଧର୍ମରେ ରହିଛି ପ୍ରଚଣ୍ଡ ବିଶ୍ୱାସ। ସେଇଥିପାଇଁ ତ ବର୍ଷତମାମ ଏଠାକୁ ଦୂର ଦୂରାନ୍ତରୁ ଶବ ଧରି ଧାଇଁ ଆସନ୍ତି ଆତ୍ମୀୟ ସ୍ୱଜନ ହେଲେ ଆଜି ସକାଳୁ କିନ୍ତୁ ଏ ସ୍ଥାନ ଖାଁ ଖାଁ। କାରଣ କୋଭିଡ୍ ସଂକ୍ରମଣ […]

  • Wednesday, 14 July 2021
antigen
ଓଡ଼ିଶାରେ ପହଞ୍ଚିଲା ଆଉ ୨୦ ହଜାର ଆଣ୍ଟିଜେନ୍ ଟେଷ୍ଟ କିଟ୍

ଭୁବନେଶ୍ୱର: ପହଞ୍ଚିଲା ଆଉ ୨୦ ହଜାର ରାପିଡ୍ ଆଣ୍ଟିଜେନ୍ ଟେଷ୍ଟ କିଟ୍। ଆସିଥିବା ଏଇ ଟେଷ୍ଟ କିଟ୍ ମଧ୍ୟରୁ କଟକ SCBକୁ ୧୫ଶହ, ଅନ୍ୟ ୫ଟି ମେଡିକାଲ କଲେଜକୁ ହଜାରେ ଲେଖାଏଁ କିଟ୍ ଏବଂ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲକୁ ୫ ଶହ କିଟ୍ ଯୋଗାଇ ଦିଆଯାଇଛି ବୋଲି RMRC ନିର୍ଦ୍ଦେଶିକା ସଂଘମିତ୍ରା ପତି ସୂଚନା ଦେଇଛନ୍ତି। ସେହିପରି ଗଂଜାମ ଜିଲ୍ଲାକୁ ୩ ହଜାର, ଗଜପତି ଜିଲ୍ଲାକୁ ୫ଶହ ଏବଂ ୩୨ଟି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ୧୫୦ […]

  • Wednesday, 14 July 2021
cure
ରେକର୍ଡ ଭାଙ୍ଗିଲା: ଦିନକରେ ୩୦୩ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ମଧ୍ୟରେ ଗଜାମରୁ ସର୍ବାଧିକ ସୁସ୍ଥ ଅଛନ୍ତି। ଏହାକୁ ମିଶାଇ ଏଯାବତ୍ ରାଜ୍ୟରେ ୭୦୦୬ ଜଣ କରୋନାରୁ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଂଜାମରୁ ସର୍ବାଧିକ ୧୨୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁର ୪୬, ଖୋର୍ଦ୍ଧା ୨୮, କଟକ ୨୧, କେନ୍ଦୁଝରରୁ ୧୬, ନୟାଗଡ଼ରୁ ୧୪, ନବରଙ୍ଗପୁରରୁ […]

  • Wednesday, 14 July 2021
bbsr
ଭୁବନେଶ୍ୱରେ ଆଉ ୪୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର:  ରାଜଧାନୀ ଭୁବନେଶ୍ୱର ବେକାବୁ କରୋନା। ଆଜି ଚିହ୍ନଟ ହୋଇଛନ୍ତି ଆଉ ୪୬ କରୋନା ଆକ୍ରାନ୍ତ, ଯେଉଁଥିରେ କ୍ୱାରେଣ୍ଟିନ୍ ସେଣ୍ଟରରୁ ୨୨ ଏବଂ ଲୋକାଲ କେସ୍ ୨୪ ଥିବା ବିଏମସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସେହିପରି ୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏବେ ସୁଦ୍ଧା ୫୨୫ ଜଣ ମୋଟ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୨୯୫ ଜଣ ସୁସ୍ଥ ହୋଇଛନ୍ତି। କେଉଁଠି କେତେ ଆକ୍ରାନ୍ତ:- ପାତ୍ରପଡ଼ାରୁ ଜଣେ, କଟକ ରୋଡ୍ […]

  • Wednesday, 14 July 2021
swarha
ବାହାର ଜିଲ୍ଲାର ଲୋକଙ୍କ ପାଇଁ କାଲିଠୁ ସ୍ୱର୍ଗଦ୍ୱାର ମନା

ପୁରୀ: କୋଭିଡ ପରିସ୍ଥିତିକୁ ନଜରରେ ରଖି ପୁରୀ ଜିଲ୍ଲାପାଳଙ୍କ ବଡ଼ ନିଷ୍ପତ୍ତି। ପୁରୀ ବ୍ୟତୀତ ଅନ୍ୟ ଜିଲ୍ଲାର ଲୋକଙ୍କ ପାଇଁ କାଲିଠୁ ସ୍ୱର୍ଗଦ୍ୱାର ମନା। ଆସନ୍ତାକାଲି ଠାରୁ ପୁରୀ ସ୍ୱର୍ଗଦ୍ୱାରରେ ବାହାର ଜିଲ୍ଲାରୁ ଲୋକଙ୍କ ଶବଦାହ ଉପରେ କଟକଣା ଲାଗିଛି। ସମୁଦ୍ର କୂଳରେ ଅସ୍ଥି ବିସର୍ଜନ ନେଇ ମଧ୍ୟ କଟକଣା ଲାଗିଛି। ଏନେଇ ଜିଳ୍ଲାପାଳ ବଲୱନ୍ତ ସିଂ ସୂଚନା ଦେଇଛନ୍ତି। ଅନ୍ୟାଦେଶ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ। ରାଜ୍ୟରେ ଜଟିଳ ସ୍ଥିତି ଆଡକୁ ଗତି କରୁଛି […]

  • Wednesday, 14 July 2021
train
ରାଜ୍ୟରେ ବନ୍ଦ ହେଲା ୩ ସ୍ୱତନ୍ତ୍ର ଟ୍ରେନ୍

ଭୁବନେଶ୍ୱର: ରାଜ୍ୟରେ ଚଳାଚଳ କରୁଥିବା ସ୍ୱତନ୍ତ୍ର ବନ୍ଦ ହେବ। ପୃଷ୍ଠପୋଷକତା ଅଭାବରୁ ରାଜ୍ୟ ଭିତରେ ଚଳାଚଳ କରୁଥିବା ତିନିଟି ସ୍ୱତନ୍ତ୍ର ଟ୍ରେନକୁ ବନ୍ଦ କରାଗଲା। ଏଭଳି ପଦକ୍ଷେପ ନେଇଛି ପୂର୍ବତଟ ରେଳବାଇ। ପ୍ରକାଶଥାଉକି ରାଜ୍ୟ ଭିତରେ ଜରୁରୀକାଳୀନ ଯାତାୟତ ଏବଂ ଲକ୍‌ଡାଉନ ସମୟରେ ଅଟକି ରହିଯାଇଥିବା ଅସହାୟ ଯାତ୍ରୀମାନଙ୍କୁ ସେମାନଙ୍କ ଗନ୍ତବ୍ୟସ୍ଥଳରେ ପହଞ୍ଚାଇବା ରେଲୱେ ପକ୍ଷରୁ ଜୁନ ୮ ତାରିଖରୁ ରାଜ୍ୟ ମଧ୍ୟରେ ସ୍ୱତନ୍ତ୍ର ରେଳସେବା ଆରମ୍ଭ କରାଯାଇଥିଲା। ପରେ ଏହି ରେଳସେବାକୁ ଜୁଲାଇ ମାସ ୧ […]

  • Wednesday, 14 July 2021
cbse
କମ୍ ସିଲାବସ୍‌ରେ ପାଠ ପଢିବେ CBSE ଛାତ୍ରଛାତ୍ରୀ

ଭୁବନେଶ୍ୱର: କମିଲା ସିବିଏସ୍ଇ ସିଲାବସ୍। ନବମରୁ ଦ୍ୱାଦଶ ଶ୍ରେଣୀ ପାଠ୍ୟକ୍ରମ ୩୦ ପ୍ରତିଶତ ହ୍ରାସ କରିବାକୁ ନିଷ୍ପତ୍ତି ନେଇଛନ୍ତି କେନ୍ଦ୍ର ସରକାର। କରୋନା ଭଳି ଅସ୍ୱାଭାବିକ ପରିସ୍ଥିତିକୁ ଦୃଷ୍ଟିରେ ରଖି ସିବିଏସ୍ଇକୁ ୩୦ ପ୍ରତିଶତ ସିଲାବସ୍ ଚଳିତ ବର୍ଷ ହ୍ରାସ କରିବାକୁ କୁହାଯାଇଛି। ଏନେଇ ମାନବ ସମ୍ବଳ ବିକାଶ ମନ୍ତ୍ରୀ ରମେଶ ପୋଖରିୟାଲ ନିଶଙ୍କ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ପୂର୍ବରୁ ସିବିଏସ୍ଇ ଏନେଇ ପ୍ରସ୍ତାବ ଦେଇଥିଲା। ତେବେ ସିଲାବସ୍‌ରୁ ଅନ୍ୟ ପାଠ ସହ ସଂପର୍କ ଥିବା […]

  • Wednesday, 14 July 2021
anti
କାହିଁକି ଗୁରୁତ୍ୱପୂର୍ଣ୍ଣ ଆଣ୍ଟିଜେନ୍ ଟେଷ୍ଟ?

ଭୁବନେଶ୍ୱର: ରାଜ୍ୟରେ ଆଣ୍ଟିଜେନ ଟେଷ୍ଟ ଆରମ୍ଭ ହେଲେ ବଢ଼ିବ ପରୀକ୍ଷା ସଂଖ୍ୟା। ଆଣ୍ଟିଜେନ ଟେଷ୍ଟରେ ପଜିଟିଭ ଆସିଲେ ଏହାକୁ କନଫର୍ମ ପଜିଟିଭ ଭାବେ ଧରାଯିବ। ଯଦି କୌଣସି ବ୍ୟକ୍ତିଙ୍କର ଆଣ୍ଟିଜେନ ଟେଷ୍ଟରେ ନେଗେଟିଭ ଆସେ ଓ ତାଙ୍କର କରୋନା ଲକ୍ଷଣ ଥାଏ ତେବେ RTPCR ଟେଷ୍ଟ ପାଇଁ ସ୍ୱାବ ପଠାଯିବ। ଏଭଳି ଟେଷ୍ଟ ଦ୍ୱାରା ଦିନକୁ ଅଧିକ ଲୋକଙ୍କୁ ପରୀକ୍ଷା କରାଯାଇପାରିବ ବୋଲି କହିଛନ୍ତି ଜୀବ ବିଜ୍ଞାନ ସଂସ୍ଥାନ ର ନିର୍ଦ୍ଦେଶକ। ଦେଶରେ କରୋନା ଭାଇରସର ଯେଉଁ […]

  • Wednesday, 14 July 2021
city
କଟକରେ ପୁଣି ବଢିଲା ସଟ୍‌ଡାଉନ୍ ଅବଧି

କଟକ: କଟକ ସହର ପାଇଁ ଆଉ ୨ ଦିନ ବଢ଼ିଲା ସଟଡାଉନ୍ ଅବଧି। ୧୦ ତାରିଖ ମଧ୍ୟରାତ୍ର ପର୍ଯ୍ୟନ୍ତ ବଳବତ୍ତର ରହିବ ସଟଡାଉନ୍। ବର୍ତ୍ତମାନ କରୋନା ସ୍ଥିତିକୁ ଦେଖି ଆସନ୍ତାକାଲି ଶେଷ ହେବାକୁ ଥିବା କଟକ ସହର ସଟଡାଉନ୍ ଅବଧି ୧୦ ତାରିଖ ଶୁକ୍ରବାର ଯାଏଁ ବୃଦ୍ଧି କରାଯାଇଥିବା ଟ୍ୱିଟ୍ ଯୋଗେ ସୂଚନା ଦେଇଛି କଟକ ମହାନଗର ନିଗମ। After reviewing the current situation, in addition to the order no. 5621 dated […]

  • Wednesday, 14 July 2021
job
୨ ବର୍ଷ ଯାଏ ଚାକିରି ନାହିଁ

ଭୁବନେଶ୍ୱର: କରୋନା ସଂକଟ ଦୃଷ୍ଟିରୁ ୨ ବର୍ଷ ଯାଏଁ ନୂଆ ଚାକିରି ସୃଷ୍ଟି ହେବ ନାହିଁ। କରୋନା ଯୋଗୁଁ ଆର୍ଥିକ ସଂକଟ ଦୃଷ୍ଟିରୁ ରାଜ୍ୟ ସରକାରଙ୍କ ପଦକ୍ଷେପ। ଏନେଇ ସବୁ ବିଭାଗକୁ ପ୍ରମୁଖ ସଚିବ ଅଶୋକ ମୀନା ଚିଠି ଲେଖିଛନ୍ତି। କରୋନା ଯୋଗୁଁ ଆର୍ଥିକ ସଂକଟ ଦୃଷ୍ଟିରୁ ସରକାରଙ୍କ ପଦକ୍ଷେପ: ସବୁ ବିଭାଗକୁ ଚିଠି ଲେଖିଲେ ପ୍ରମୁଖ ସଚିବ ଅଶୋକ ମୀନା; କରୋନା ସଂକଟ ଦୃଷ୍ଟିରୁ ୨ ବର୍ଷ ଯାଏଁ ନୂଆ ଚାକିରି ସୃଷ୍ଟି ହେବ ନାହିଁ, […]

  • Wednesday, 14 July 2021
nagative
କରୋନାରୁ ଆରୋଗ୍ୟ ହେଲେ ଆଉ ୨୧୭

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୨୧୭ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଏଯାବତ୍ ୬,୭୦୩ ଆକ୍ରାନ୍ତ ସୁସ୍ଥ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ସର୍ବାଧିକ ୯୬ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଦାରୁ ୧୮, ବାଲେଶ୍ୱରରୁ ୧୫, ମୟୁରଭଞ୍ଜରୁ ୧୩, ବରଗଡ଼ରୁ ୧୨, କେନ୍ଦୁଝରରୁ ୮, ଝାରସୁଗୁଡ଼ାରୁ ୭, ମାଲକାନଗିରିରୁ ୭ ଏବଂ ଯାଜପୁରରୁ ୬ ଜଣ ଅଛନ୍ତି। ସେହିପରି ଅନୁଗୁଳ, […]

  • Wednesday, 14 July 2021
tech
ସିଲ୍‌ ହେଲା ଟେକ୍ ମହିନ୍ଦ୍ରା ଅଫିସ୍

ଭୁବନେଶ୍ୱର: ସିଲ ହେଲା ଭୁବନେଶ୍ୱର ମୈତ୍ରୀ ବିହାରରେ ଥିବା ଟେକ୍ ମହିନ୍ଦ୍ରା ଅଫିସ। ତିନି ଦିନ ଭିତରେ ଏହି ଅଫିସ୍‌ର ୭ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ବିଏମସି ଏହାକୁ ସିଲ୍ କରିଛି। ଆଜିଠାରୁ ପୂରା ବିଲ୍ଡିଂକୁ ସିଲ୍ କରାଯାଇଛି। ଏହାସହ ୨୦ ତାରିଖ ପର୍ଯ୍ୟନ୍ତ ହୋମ୍ କ୍ୱାରେଣ୍ଟିନରେ ରହିବାକୁ ସମସ୍ତ କର୍ମଚାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ବିଏମ୍‌ସି ପକ୍ଷରୁ ଟେକ୍ ମହିନ୍ଦ୍ରାର ସମସ୍ତ ୬୭ କର୍ମଚାରୀଙ୍କର କୋଭିଡ୍ ଟେଷ୍ଟ କରାଯିବାକୁ ନିଷ୍ପତ୍ତି ହୋଇଛି। ପ୍ରକାଶଥାଉକି, […]

  • Wednesday, 14 July 2021