• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

Oxygen
ଅକ୍ସିଜେନର ପ୍ରସ୍ତୁତି-ବଣ୍ଟନ-ପରିବହନ କ୍ଷେତ୍ରରେ ‘ଏସମା’ ଲାଗୁ କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଲିକୁଇଡ୍ ମେଡିକାଲ୍ ଅକ୍ସିଜେନର ପ୍ରସ୍ତୁତି, ବଣ୍ଟନ ଓ ପରିବହନ କ୍ଷେତ୍ରରେ ଏସମା ଲାଗୁ କରିଛନ୍ତି ରାଜ୍ୟ ସରକାର। ବୁଧବାରଠାରୁ ଆସନ୍ତା ୬ ମାସ ଲାଗି ଏସମା ଲାଗୁ କରାଯାଇଛି। ଏନେଇ ଗୃହ ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ମଧ୍ୟ ଜାରି କରାଯାଇଛି। କରୋନା ସ୍ଥିତିରେ ଆବଶ୍ୟକତାକୁ ଦୃଷ୍ଟିରେ ରଖି ଲିକୁଇଡ୍ ମେଡିକାଲ୍ ଅକ୍ସିଜେନର ନିର୍ବିଘ୍ନରେ ଉତ୍ପାଦନ, ବଣ୍ଟନ ଓ ପରିବହନ ପାଇଁ ଏହି ଏସମା ଲାଗୁ କରାଯାଇଛି। ସମଗ୍ର ଦେଶରେ କରୋନା ସଂକ୍ରମଣ ମାମଲା ଦ୍ରୁତ ଗତିରେ […]

  • Wednesday, 14 July 2021
hosp
ଭୁବନେଶ୍ୱରକୁ ଚିନ୍ତା ସ୍ଥାନୀୟ ସଂକ୍ରମଣ, ଆଜି ଆଉ ୧୩ ଲୋକାଲ କେସ୍‌

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ସର୍ବାଧିକ ୩୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଆଜିର ୩୮ ଆକ୍ରାନ୍ତ ମଧ୍ୟରୁ ୨୫ ହୋମ୍ କ୍ୱାରେଣ୍ଟିନ୍‌ରେ ଥିବା ବେଳେ ୧୩ଟି ଲୋକାଲ୍ କେସ୍ ଅଛନ୍ତି। ଏଥିସହ ୧୪ ଜଣ ସୁସ୍ଥ ହୋଇଥିବା ବିଏମସି ପକ୍ଷରୁ ଟୁଇଟ୍‌ରେ ଉଲ୍ଲେଖ କରାଯାଇଛି। Update on newly detected & cured #COVID19 cases in the last 24 hrs […]

  • Wednesday, 14 July 2021
haj3
ହଜ୍ ଯାତ୍ରା ପାଇଁ ଭାରତୀୟଙ୍କୁ ମିଳିବନି ଅନୁମତି

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ନଜରରେ ରଖି ଚଳିତବର୍ଷ ହଜଯାତ୍ରା ଉପରେ କଟକଣା ଜାରି କରାଯାଇଛି।  ଭାରତର କୌଣସି ମୁସଲମାନଙ୍କୁ ଗସ୍ତ ପାଇଁ ଅନୁମତି ମିଳିବ ନାହିଁ ବୋଲି କେନ୍ଦ୍ର ସଂଖ୍ୟାଲଘୁ ବ୍ୟାପାର ମନ୍ତ୍ରୀ ମୁକତାର ଆବାସ ନକଭୀ କହିଛନ୍ତି। ଚଳିତବର୍ଷ ହଜ୍ ଯାତ୍ରା ପାଇଁ ଭାରତର ୨ଲକ୍ଷ  ୩୦ ହଜାର ଆବେଦନ କରିଥିଲେ। ସେମାନଙ୍କୁ ଟଙ୍କା ଫେରାଇବା ପାଇଁ ବ୍ୟବସ୍ଥା କରାଯାଉଛି। ସେପଟେ ସାଉଦି ଆରବ ସରକାରଙ୍କ ପକ୍ଷରୁ ବିଦେଶୀଙ୍କ ହଜଯାତ୍ରା ଉପରେ ମଧ୍ୟ କଟକଣା ଜାରି […]

  • Wednesday, 14 July 2021
desk
ସୁସ୍ଥ ହେଲେ ୧୮୬ କରୋନା ଆକ୍ରାନ୍ତ, କେଉଁ ଜିଲ୍ଲାରୁ କେତେ?

ଭୁବନେଶ୍ୱର: ରାଜ୍ୟରେ ଆଜି ୧୮୬ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ରାଜ୍ୟରେ ମୋଟ୍ ସୁସ୍ଥ ସଂଖ୍ୟା ୩ ହଜାର ୭୨୦କୁ ବୃଦ୍ଧି, ଏ ନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେଉଁ ଜିଲ୍ଲାରୁ କେତେ ସୁସ୍ଥ:- କଟକ ଜିଲ୍ଲାରୁ ସର୍ବାଧିକ ୬୨ ଜଣ ସୁସ୍ଥ ହୋଇଛନ୍ତି। କନ୍ଧମାଳ ୪୧, ଖୋର୍ଦ୍ଧା ୩୨, ଗଞ୍ଜାମ ୧୨, ମୟୂରଭଞ୍ଜରୁ ୮, ଅନୁଗୁଳରୁ ୭, କେନ୍ଦୁଝରରୁ ୫ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମାଲକାନଗିରି, ନୟାଗଡ଼ […]

  • Wednesday, 14 July 2021
death
କରୋନାରେ ଓଡ଼ିଆ ଡାକ୍ତରଙ୍କ ମୃତ୍ୟୁ

ନୂଆଦିଲ୍ଲୀ: କରୋନା ଭୂତାଣୁ ନେଲା କୋଭିଡ୍‌ ଯୋଦ୍ଧାଙ୍କ ଜୀବନ। ଦିଲ୍ଲୀ NHSRCରେ କାର୍ଯ୍ୟରତ ଓଡ଼ିଆ ଡାକ୍ତରଙ୍କ କରୋନାରେ ମୃତ୍ୟୁ ହୋଇଛି। କରୋନାରେ ଓଡ଼ିଆ ଡାକ୍ତର ଅଶ୍ୱିନୀ କୁମାର ପ୍ରତାପଙ୍କ ମୃତ୍ୟୁ ହୋଇଛି।ମୃତ୍ୟୁ ବେଳକୁ ତାଙ୍କୁ ୩୯ ବର୍ଷ ବୟସ ହୋଇଥିଲା। ମୃତ ଡାକ୍ତରଙ୍କ ନାମ ଅଶ୍ୱିନୀ କୁମାର ପ୍ରତାପ। ସେ ଦିଲ୍ଲୀ ସ୍ଥିତ ନ୍ୟାସନାଲ ହେଲଥ ସିଷ୍ଟମ ରିସୋର୍ସେସ ସେଣ୍ଟର (ଏନଏଚଏସଆରସି)ରେ କାର୍ଯ୍ୟରତ ଥିଲେ। ତାଙ୍କ ଘର କଟକ ଜିଲ୍ଲା ବାଙ୍କୀ ଅଞ୍ଚଳରେ। ସେ ବ୍ରହ୍ମପୁର MKCGରୁ […]

  • Wednesday, 14 July 2021
cocona
ରେକର୍ଡ ଭାଙ୍ଗିଲା, ଆଜି କରୋନାରୁ ସର୍ବାଧିକ ହେଲେ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ। ଆଜି ୨୩୭ ଆକ୍ରାନ୍ତ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୩୫୩୪କୁ ବୃଦ୍ଧି। The untiring efforts of our Covid Warriors has led to an all time high recovery of 237 Covid patients in a day! We salute the dauntless spirit of our […]

  • Wednesday, 14 July 2021
check
ସୁସ୍ଥ ହେଲେ ଆଉ ୧୫୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଜି ଆଉ ୧୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୧୫୩ ଆକ୍ରାନ୍ତ ସୁସ୍ଥ ହେବା ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୩୨୦୦ରେ ପହଞ୍ଚିଛି। କେଉଁ ଜିଲ୍ଲାରୁ କେତେ ସୁସ୍ଥ:- କଟକରୁ ସର୍ବାଧିକ ୪୩ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୨୧, କନ୍ଧମାଳ ୧୮, ଖୋର୍ଦ୍ଧା ୧୨, ଭଦ୍ରକ ୧୧, ଗଜପତିରୁ ୯ ସୁସ୍ଥ ହୋଇଛନ୍ତି। ସେହିପରି କଳାହାଣ୍ଡିରୁ ୭, ବାଲେଶ୍ୱର, ଦେବଗଡ଼, ଗଂଜାମ, ମୟୂରଭଂଜ […]

  • Wednesday, 14 July 2021
positives
ଭୁବନେଶ୍ୱରରୁ ଆଉ ୫ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ପୁଣି ୫ ନୂଆ ପଜିଟିଭ ଚିହ୍ନଟ। ୫ ପଜିଟିଭ ଚିହ୍ନଟ ହେବା ନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଲା ବିଏମ୍‌ସି। ଜଣେ ଆକ୍ରାନ୍ତ ସତ୍ୟନଗର ଅଞ୍ଚଳର ୩୬ ବର୍ଷର ପୁରୁଷ। ସେ ନିକଟରେ ଦିଲ୍ଲୀରୁ ଫେରିଥିଲେ। ଅନ୍ୟ ଜଣେ ଆକ୍ରାନ୍ତ ଜୟଦେବ ବିହାର ନିରଙ୍କାରୀ ନଗରର ୨୨ ବର୍ଷର ଯୁବକ।ସେ ଆଇଟି କମ୍ପାନୀରେ କାମ କରନ୍ତି। ସେ ନିକଟରୁ ଦିଲ୍ଲୀରୁ ଫେରିଥିଲେ। Update on newly detected #COVID19 cases in the last […]

  • Wednesday, 14 July 2021
e
'ବିଭେଦକୁ ଭୁଲିଯିବା, ଏକାଠି ଲଢିବା'

ନୂଆଦିଲ୍ଲୀ: ଦିଲ୍ଲୀରେ ଦିନକୁ ଦିନ ସଂଗୀନ ହେଉଛି ପରିସ୍ଥିତି। ସଂକ୍ରମିତଙ୍କ ସଂଖ୍ୟା ଲଗାତର ବଢିବାରେ ଲାଗିଛି। ଏଥିପାଇଁ ଦିଲ୍ଲୀରେ ଘନଘନ ବୈଠକ। ଗତକାଲି ଗୃହମନ୍ତ୍ରୀ ଅମିତ ଶାହ ଦୁଇ ଦୁଇ ଥର ବୈଠକ ଡାକିଥିବାବେଳେ ଆଜି ପୁଣି ଥରେ ଦିଲ୍ଲୀର ସବୁ ଦଳର ନେତାଙ୍କ ସହ ଆଲୋଚନା କରିଛିନ୍ତି। ବୈଠକରେ ସବୁଦଳ ପକ୍ଷରୁ ଅଧିକ ସଂଖ୍ୟାରେ ନମୁନା ପରୀକ୍ଷଣ ପାଇଁ ମତ ପ୍ରକାଶ ପାଇଥିଲା। ଦିଲ୍ଲୀରେ ସମସ୍ତଙ୍କ କରୋନା ନମୁନା ପରୀକ୍ଷା ପାଇଁ ଦାବି କରିଛି କଂଗ୍ରେସ। […]

  • Wednesday, 14 July 2021
corna
କାଲିଠୁ କରୋନା ଲକ୍ଷଣ ଯାଞ୍ଚ କରିବେ ଆଶା ଦିଦି

ଭୁବନେଶ୍ୱର: କାଲିଠୁ ଘର ବୁଲିବେ ଆଶା ଦିଦି। ଗ୍ରାମାଞ୍ଚଳର ପ୍ରତି ଘର ଓ ସହରାଞ୍ଚଳର ପ୍ରତି ବସ୍ତିକୁ ଯାଇ ସର୍ଭେ କରିବେ। କାହାର କରୋନା ଲକ୍ଷଣ ଅଛି କି ନାହିଁ ଯାଞ୍ଚ କରିବେ ବୋଲି କହିଛନ୍ତି  NHM ନିର୍ଦ୍ଦେଶିକା। ଆଜି ପ୍ରେସ୍‌ମିଟ୍‌ରେ NHM ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି ଯେ ଆସନ୍ତାକାଲି ଠାରୁ ଘରକୁ ଘର ବୁଲି ଆଶା ଦିଦି ସର୍ଭେ କରିବେ। ଆଶା କର୍ମୀ ଏବଂ ANM କର୍ମୀ ଘର ଘର ବୁଲି କରୋନା ସର୍ଭେ […]

  • Wednesday, 14 July 2021
corona
'ଆଗାମୀ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ'

ଭୁବନେଶ୍ୱର: ଆଗାମୀ ୪ରୁ ୬ ସପ୍ତାହ ଗୁରୁତ୍ୱପୂର୍ଣ୍ଣ। ଓଡ଼ିଶାରେ ୨ ଲକ୍ଷ ଟପିଲା କରୋନା ସାମ୍ପଲ ଟେଷ୍ଟ। ରାଜ୍ୟରେ ମୃତ୍ୟୁହାର ସାରା ଦେଶରେ ସର୍ବନିମ୍ନ। ଆରୋଗ୍ୟ ହାରରେ ମଧ୍ୟ ସାରା ଦେଶରେ ଓଡ଼ିଶା ସବୁଠାରୁ ଆଗରେ ବୋଲି କହିଛନ୍ତି NHM ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ। ଆଜି ପ୍ରେସ୍‌ମିଟରେ NHM ନିର୍ଦ୍ଦେଶିକା ଶାଳିନୀ ପଣ୍ଡିତ କହିଛନ୍ତି ଯେ, ପ୍ରଥମ ୫୦ ହଜାର ଟେଷ୍ଟିଂ ପାଇଁ ୨ ମାସ ସମୟ ଲାଗିଥିଲା। ଏବେ ପ୍ରତି ୨ ସପ୍ତାହରେ ୫୦ ହଜାର ଟେଷ୍ଟ […]

  • Wednesday, 14 July 2021
sustha
ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୪୬ କରୋନା ଆକ୍ରାନ୍ତ। ରାଜ୍ୟରେ ଆଉ ୧୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ୨୬, ଖୋର୍ଦ୍ଧାରୁ ୨୩, ଗଂଜାମରୁ ୧୮ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ମୟୂରଭଂଜରୁ ୧୩, ଗଜପତିରୁ ୧୨, ଭଦ୍ରକଓ ବଲାଙ୍ଗିରରୁ ୧୧ ଲେଖାଏଁ ସୁସ୍ଥ ହୋଇଛନ୍ତି। Another 146 #Covid19 patients have recovered and are being discharged on 15.6.2020. 26 from Cuttack 23 from Khurdha 18 from Ganjam […]

  • Wednesday, 14 July 2021
nagative
ସୁସ୍ଥ ହେଲେ ଆଉ ୧୧୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୧୪। ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ଆରୋଗ୍ୟଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୩୦, ଖୋର୍ଦ୍ଧାରୁ ୨୩, ଗଞ୍ଜାମରୁ ୧୭, କଟକରୁ ୧୧ ଓ ମୟୂରଭଞ୍ଜରୁ ୧୦ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଜପତିରୁ ୮, ବରଗଡ଼ର ୫, ନୟାଗଡ଼ର ୪, ବଲାଙ୍ଗିରର ୩ ଏବଂ ବାଲେଶ୍ୱର, କୋରାପୁଟ ଓ ସମ୍ବଲପୁରର ଜଣେ ଲେଖାଏଁ  ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୨୭୦୮କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ […]

  • Wednesday, 14 July 2021
POLICEW
ଲୁଟେରାକୁ କରୋନା, କ୍ୱାରେଣ୍ଟିନ୍‌ରେ ଯିବେ ୯ ପୋଲିସ୍ କର୍ମଚାରୀ

ପୁରୀ: ଲୁଟେରା ପଜିଟିଭ୍ ଚିହ୍ନଟ ପରେ କ୍ୱାରେଣ୍ଟିନ୍‌ରେ ଯିବେ ୯ ପୋଲିସ କର୍ମଚାରୀ। ପୁରୀ ଜିଲ୍ଲା ବ୍ରହ୍ମଗିରି ଥାନାର ୯ ଜଣ ପୋଲିସ କର୍ମଚାରୀ କ୍ୱାରେଣ୍ଟିନ୍‌ରେ ଯିବେ। ଗତ ୯ରେ କୃଷ୍ଣପ୍ରସାଦ ବ୍ଲକ ମୀର୍ଜାପୁର ଗାଁରୁ ଜଣେ ଲୁଟେରା ଧରାପଡ଼ିଥିଲ। ୧୧ରେ ଲୁଟେରାର ସାମ୍ପଲ୍ ଯାଇଥିଲା, ଆଜି ରିପୋର୍ଟ ପଜିଟିଭ୍ ବାହାରିଥିଲା। ଏହା ପରେ ଆକ୍ରାନ୍ତ ଲୁଟେରାଙ୍କ ସଂସ୍ପର୍ଶରେ ଆସିଥିବାରୁ ଏଭଳି ପଦକ୍ଷେପ ନିଆଯାଇଛି ୭ ଦିନ କ୍ୱାରେଣ୍ଟିନ୍ ପରେ ଏହି ୯ ପୋଲିସ କର୍ମଚାରୀଙ୍କ କରୋନା […]

  • Wednesday, 14 July 2021
corona
କରୋନାକୁ ନେଇ ଆସିଲା ନୂଆ ଲକ୍ଷଣ

ନୂଆଦିଲ୍ଲୀ: କରୋନାର ନୂଆ ଲକ୍ଷଣ। ଯଦି ହଠାତ ଜଣେ ଗନ୍ଧ କିମ୍ବା ସ୍ୱାଦ ବାରି ପାରୁନାହାନ୍ତି, ତାହେଲେ ତାହା କରୋନାର ଲକ୍ଷଣ ବୋଲି ଧରାଯିବ। କରୋନାର ୮ଟି ଲକ୍ଷଣ ଭିତରୁ ଏହା ବି ଏକ ଲକ୍ଷଣ ଭାବେ କ୍ଲିନିକାଲ ମ୍ୟାନେଜମେଣ୍ଟ ପ୍ରୋଟୋକଲ ଡକ୍ୟୁମେଣ୍ଟରେ ସାମିଲ କରାଯାଇଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂଚନା ଦେଇଛି। ଏପଟେ ଦେଶରେ ଆଜି ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି ସର୍ବାଧିକ ୧୧ ହଜାର ୪୫୮ ନୂଆ ଆକ୍ରାନ୍ତ। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା […]

  • Wednesday, 14 July 2021
prick
କରୋନାରୁ ଭଲ ହେଲେ ଆଉ ୧୨୦ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ। ଗଞ୍ଜାମରୁ ସର୍ବାଧିକ ୩୩ ଜଣ ସୁସ୍ଥ ହୋଇଛନ୍ତି। ଗଜପତିରୁ ୧୮, ସୋନପୁରରୁ ୧୩, ବାଲେଶ୍ୱରରୁ ୧୨ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ବଲାଙ୍ଗିର ଓ ଖୋର୍ଦ୍ଧାରୁ ୮ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। ମୟୂରଭଞ୍ଜରୁ ୭, କଟକରୁ ୪, ଯାଜପୁର, ନୟାଗଡ଼ ଓ ନୂଆପଡ଼ାରୁ ୩ ଜଣ ଲେଖାଏଁ ସୁସ୍ଥ ହୋଇଛନ୍ତି। Another 120 #COVID19 patients have recovered and are being discharged […]

  • Wednesday, 14 July 2021
blood
ଗୋଟିଏ ବ୍ଲକ୍‌ରୁ ୨୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬ କରୋନା ପଜିଟିଭ ଚିହ୍ନଟ। ଗୋଟିଏ ବ୍ଲକ୍‌ରୁ ଚିହ୍ନଟ ହେଲେ ୨୬ ପଜିଟିଭ। କଟକ ଜିଲ୍ଲା ସାଲେପୁର ଅନ୍ତର୍ଗତ ନିଶ୍ଚିନ୍ତକୋଇଲି ବ୍ଲକ୍‌ରୁ ଏକାଥରକେ ଏତେ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ  ୨୨ କ୍ୱାରେଣ୍ଟିନ୍ ସେଣ୍ଟର, ୪ ହୋମ୍ କ୍ୱାରେଣ୍ଟିନରେ ଥିଲେ। ଏନେଇ ବିଡିଓ କର୍ଣ୍ଣଦେବ ସମାଦ୍ଦାରଙ୍କ ସୂଚନା ଦେଇଛନ୍ତି। ଆଜି ଦିନକରେ ୧୩୮ ପଜିଟିଭ ଚିହ୍ନଟ ହେଲେଣି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨୪କୁ ବୃଦ୍ଧି ପାଇଛି। […]

  • Wednesday, 14 July 2021
MARKET
ସିଲ୍ ହେଲା ଭୁବନେଶ୍ୱର ମାର୍କେଟ୍ ବିଲ୍‌ଡିଂ

ଭୁବନେଶ୍ୱର: ସିଲ୍ ହେଲା ଭୁବନେଶ୍ୱର ମାର୍କେଟ୍ ବିଲ୍‌ଡିଂ। ସାମାଜିକ ଦୂରତା ନିୟମ ଉଲ୍ଲଘଂନ ଅଭିଯୋଗରେ ସିଲ୍ କରିଛି ଭୁବନେଶ୍ୱର ମହାନଗର ନିଗମ। ବଜାରରେ ଭିଡ଼ ଜମୁଥିବା ସହ ପ୍ରବଳ ଲୋକଙ୍କ ଗହଳି ଜମୁଥିଲା। ଏହି ସମୟରେ ସାମାଜିକ ଦୂରତା ସହ କୋଭିଡ୍ ନିୟମ ଉଲ୍ଲଘଂନ ହେଉଥିବା ଅଭିଯୋଗ ହୋଇଛି। ଯାହାକୁ ନେଇ BMCର ଜୋନାଲ ଡେପୁଟି କମିଶନର ମାର୍କେଟକୁ ସିଲ୍ କରିଛନ୍ତି। ଆଜି ରଜ କିଣାବିକା ନେଇ ରାତ୍ରୀକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରିଥିଲେ ରାଜ୍ୟ ସରକାର। […]

  • Wednesday, 14 July 2021
trash
ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ପାଇଁ ଆଶ୍ୱସ୍ତିକର ଖବର। ସୁସ୍ଥ ହେଲେ ଆଉ ୧୨୦ କରୋନା ଆକ୍ରାନ୍ତ। ଗଞ୍ଜାମ ଜିଲ୍ଲାରୁ ସବୁଠୁ ଅଧିକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏଠି ୩୦ ଜଣ ସୁସ୍ଥ ହୋଇଥିବା ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। Another 120 #Covid19 patients have recovered and are being discharged on 12.6.2020. 30 from Ganjam 19 from Khurda 14 from […]

  • Wednesday, 14 July 2021
covid33
ରାଜ୍ୟରେ ଆଉ ୧୩୮ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ଆଉ ୧୩୮ କରୋନା ପଜିଟିଭ ଚିହ୍ନଟ। ରାଜ୍ୟରେ ଆଉ ୧୩୮ଟି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୫ ଜଣ କ୍ୱାରେଣ୍ଟିନ ସେଣ୍ଟରରେ ଥିଲେ। ୧୩ ଜଣ ସ୍ଥାନୀୟ ସଂକ୍ରମଣ ବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଦେଇଛି। COVID-19 REPORT FOR 7th JUNE New cases: 138 In quarantine: 125 Local contacts: 13 (Details of local contacts will be shared by […]

  • Wednesday, 14 July 2021
kejriwal
୧୦ ହଜାର ହସ୍ପିଟାଲ ବେଡ୍ ସଂରକ୍ଷିତ ରଖ: କେଜରିଓ୍ୱାଲ

ନୂଆଦିଲ୍ଲୀ: ଦିଲ୍ଲୀବାସୀଙ୍କ ପାଇଁ ଦେଶର ରାଜଧାନୀରେ ଥିବା ସରକାରୀ ହସ୍ପିଟାଲ ଓ କିଛି ଘରୋଇ ହସ୍ପିଟାଲରେ ୧୦ ହଜାର୍ ବେଡ୍ ସଂରକ୍ଷିତ ରଖିବାକୁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ୱାଲ ନିର୍ଦ୍ଦେଶ ଦେଇଛନ୍ତି। ଦିଲ୍ଲୀର ହସ୍ପିଟାଲଗୁଡ଼ିକରେ ବେଡ୍ ଅଭାବ ନେଇ ବାରମ୍ବାର ଖବର ପ୍ରକାଶ ପାଇବା ପରେ ମୁଖ୍ୟମନ୍ତ୍ରୀ କେଜରିଓ୍ୱାଲ ଏଭଳି ନିଷ୍ପତ୍ତି ନେଇଛନ୍ତି। ଏହାସହ ଦିଲ୍ଲୀର ସୀମା ସିଲ୍ ଖୋଲିବାକୁ କହିଛନ୍ତି। ପୂର୍ବରୁ ଦିଲ୍ଲୀକୁ ଚିକିତ୍ସା ପାଇଁ ପଶି ଆସୁଥିବାରୁ ସୀମା ସିଲ୍ କରାଯାଇଥିଲା ହେଲେ ଏହି ନିର୍ଦ୍ଦେଶକୁ […]

  • Wednesday, 14 July 2021
CORONA-TAK1
ବିଶ୍ୱରେ କରୋନା ମୃତ୍ୟୁ ସଂଖ୍ୟା ୪ ଲକ୍ଷ ଟପିଲା

ମେକ୍ସିକୋ: ବିଶ୍ୱରେ ୪ ଲକ୍ଷ ଟପିଲା କରୋନା ମୃତ୍ୟୁ ସଂଖ୍ୟା। ଏବେସୁଦ୍ଧା ୪ ଲକ୍ଷ ୨ ହଜାର ୯୪ ଜଣ ପ୍ରାଣ ହରାଇଲେଣି। ଗତ ୨୪ ଘଣ୍ଟାରେ ମେକ୍ସିକୋରେ ୩୪୧ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୩ ହଜାର ୫୯୩ଟି ନୂଆ ମାମଲା ସାମନାକୁ ଆସିଛି। ସେହିପରି ବ୍ରାଜିଲରେ ୨୪ ଘଣ୍ଟାରେ ପ୍ରାଣ ହରାଇଛନ୍ତି ୮୭ ଜଣ। ଏଠାରେ ଦିନକରେ ୨୯୦୭ ନୂଆ ମାମଲା ସାମ୍ନାକୁ ଆସିଛି। ବିଶ୍ୱରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୦ ଲକ୍ଷ ଛୁଇଁବାକୁ […]

  • Wednesday, 14 July 2021
rgh
RGHର ୨ ଡାକ୍ତରଙ୍କୁ କରୋନା

ରାଉଲକେଲା: ରାଉରକେଲା ସରକାରୀ ହସ୍ପିଟାଲର ୨ ଡାକ୍ତରଙ୍କୁ କରୋନା। ସୁନ୍ଦରଗଡ଼ରୁ ଆଜି ବାହାରିଥିବା ୧୮ ପଜିଟିଭଙ୍କ ଭିତରୁ ୨ ଜଣ ଆରଜିଏଚ ଡାକ୍ତର ବୋଲି ଜଣାପଡ଼ିଛି। ଏମାନଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ମେଡିକାଲ ପରିସରକୁ ସାନିଟାଇଜ୍ କରାଯାଉଥିବା ସୁନ୍ଦରଗଡ଼ ଜିଲ୍ଲାପାଳ କହିଛନ୍ତି। ତେବେ ୧୮ ପଜିଟିଭଙ୍କ ଭିତରୁ ୧୫ ଜଣ ପୁରୁଷ ଓ ୩ ଜଣ ମହିଳା ଅଛନ୍ତି। ଏମାନଙ୍କ ଭିତରୁ ଅଧିକାଂଶ ପ୍ରବାସ ଫେରନ୍ତା ଅଛନ୍ତି। ପ୍ରକାଶଥାଉକି, ସୁନ୍ଦରଗଡ଼ ଜିଲ୍ଲାରେ ଏଯାବତ୍ ୯୯ ଜଣ କରୋନାରେ […]

  • Wednesday, 14 July 2021
head
ଦିନକରେ ୨୭୮ ଜଣଙ୍କ ଜୀବନ ନେଲା କରୋନା

ନୂଆଦିଲ୍ଲୀ:  ଦେଶରେ ହୁ ହୁ ହୋଇ ମାଡ଼ିଚାଲିଛି ମହାମାରୀ କରୋନା। ଗତ ୨୪ ଘଣ୍ଟାରେ ୬,୯୨୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ୨୭୮ ଜଣଙ୍କ ମୃତ୍ୟୁ ହୋଇଛି। ବିଶ୍ୱର କରୋନା ସଂକ୍ରମିତ ସଂଖ୍ୟାରେ ଇଟାଲୀକୁ ଅତିକ୍ରମ କରି ଭାରତ ଷଷ୍ଠ ସ୍ଥାନରେ ରହିଛି। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୪୬ ହଜାର ୬୨୮କୁ ବୃଦ୍ଧି ପାଇଛି। ସେଥିମଧ୍ୟରୁ ୧ ଲକ୍ଷ ୧୯ ହଜାର ୨୯୩ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ କେଶ ୧ ଲକ୍ଷ […]

  • Wednesday, 14 July 2021
utkal
ବାଣୀବିହାରର ୩ଟି ବିଭାଗ ସିଲ୍

ଭୁବନେଶ୍ୱର: ଉତ୍କଳ ବିଶ୍ୱବିଦ୍ୟାଳୟର ୩ଟି ବିଭାଗ ସିଲ୍। ବିଶ୍ୱବିଦ୍ୟାଳୟର ଜଣେ କର୍ମଚାରୀ ଜଣେ କୋଭିଡ୍ ପଜିଟିଭଙ୍କ ସଂସ୍ପର୍ଶରେ ଆସିବା ପରେ ପ୍ରଶାସନ ନେଲା ପଦକ୍ଷେପ। ୩ ବିଭାଗକୁ ସିଲ୍ କରିବା ସହ ସମସ୍ତ କର୍ମଚାରୀଙ୍କୁ ଅଫିସ ନଆସିବାକୁ ବାରଣ କରାଯାଇଛି। ପ୍ରକାଶଥାଉକି ବାଣୀବିହାର କ୍ୟାମ୍ପସରେ ରହୁଥିବା ବିଶ୍ୱବିଦ୍ୟାଳୟର ଜଣେ କର୍ମଚାରୀ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଥିବା ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିଲେ। ଏହା ଜଣାପଡ଼ିବା ପରେ ଆଜି ୩ଟି ବିଭାଗକୁ ସିଲ୍ କରାଯାଇଛି। ଇଂରାଜୀ, ଦର୍ଶନ ଓ […]

  • Wednesday, 14 July 2021