ବର୍ତ୍ତମାନ ସମୟରେ ବିଭିନ୍ନ ଭାରିଆଣ୍ଟ୍ ରହିବ। ଭାଇରସ୍ ରହିବା ପର୍ଯ୍ୟନ୍ତ ପ୍ରଜାତି ବି ରହିବ। ତେଣୁ ନୂଆ ଭାରିଆଣ୍ଟ୍ ଅଧିକ ଘାତକ ହେବ କି ନାହିଁ ସେଭଳି ତଥ୍ୟ ଏପର୍ଯ୍ୟନ୍ତ ଆସି ନାହିଁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି।
ଲୋକ ଜୀବିତ ହେଲେ ସରକାରୀ ଖାତାରେ ମୃତ। ତେଣୁ ଅନୁକମ୍ପା ସହାୟତା ରାଣି ନେବା ପାଇଁ ପରିବାରକୁ ଆସୁଛି ଫୋନ୍ କଲ୍। ଏମିତି ଏକ ଚମକାଇ ଦେଲା ପରି କଲ୍ ପାଇଛନ୍ତି ଚନ୍ଦ୍ର ଶେଖରପୁର ଅଞ୍ଚଳର ଶାଶ୍ୱତ ଦେବଦତ୍ତ।
ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନର କୋଭିଡ୍ ବୈଷୟିକ ମୁଖ୍ୟ ମାରିଆ ଭାନ୍ କେର୍ଖୋଭ୍ କହିଛନ୍ତି ଯେ, ଯଦି କରୋନାର ଯେଉଁ ନୂଆ ଭ୍ୟାରିଆଣ୍ଟ୍ ଆସିବ, ତାହା ବର୍ତ୍ତମାନର ଭ୍ୟାରିଆଣ୍ଟକୁ ଅକ୍ତିଆର କରି ଆଗକୁ ବଢ଼ିବ । ତେଣୁ ତାହା ଅଧିକ ସଂକ୍ରାମକ ହେବାର ଆଶଙ୍କା ରହିଛି ।
ତୃତୀୟ ଲହର କମୁଥିବା ବେଳେ ସଂକ୍ରମଣ ଶେଷ ପର୍ଯ୍ୟାୟରେ ଥିବା ମତ ଦେଇଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ
ଗତ ଦୁଇ ଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ୍ ପାଖାପାଖି ୧୫ ଶହ ରହିଛି । ତେବେ କୁହାଯାଉଛି କି କୋଭିଡ୍ର ତୃତୀୟ ଲହରୀ ସରିବାକୁ ବସିଲାଣି
ରାଜ୍ୟରେ ପୁଣି ସାମାନ୍ୟ ବଢ଼ିଛି କରୋନା ସଂକ୍ରମଣ । ଗତ ଦୁଇ ଦିନ ଧରି ରାଜ୍ୟରେ କରୋନା ସଂକ୍ରମଣ ଗ୍ରାଫ୍ ପାଖାପାଖି ୧୫ ଶହ ରହିଛି । ଗତକାଲି ୧୪୯୭ କରୋନା ଆକ୍ରନ୍ତ ଚିହ୍ନଟ ହୋଇଥିବା ବେଳେ ଏହା ଆଜି ସାମାନ୍ୟ ବଢ଼ି ୧୫୦୩ରେ ପହଞ୍ଚିଛି ।
ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪୯୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୮୭୪ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୬୨୩ ରହିଛି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୨୮୩ ଜଣ ରହିଛନ୍ତି ।
କରୋନା ଟିକା ସ୍ପୁଟନିକ୍ ଲାଇଟ୍କୁ ମିଲିଲା ଭାରତ ସରକାରଙ୍କ ଅନୁମତି । ଏହି ସିଙ୍ଗଲ୍ ଡୋଜ୍ କରୋନା ଭ୍ୟାକ୍ସିନକୁ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେଇଛି ଡିସିଜିଆଇ(DCGI)।
ମାସେ ପରେ ପୁଣି ସ୍କୁଲରେ ବାଜିବ ଘଣ୍ଟି। କ୍ୟାମ୍ପସ ହେବ ଚଳଚଞ୍ଚଳ। କାରଣ ଆସନ୍ତାକାଲିଠୁ ଅଷ୍ଟମରୁ ଦ୍ୱାଦଶ ପିଲା ଯିବେ ସ୍କୁଲ। କ୍ଲାସରୁମରେ ହେବ ପାଠପଢ଼ା। ଏଥିପାଇଁ ସଂପୃକ୍ତ ଶିକ୍ଷାନୁଷ୍ଠାନଗୁଡ଼ିକରେ ଚାଲିଛି ପ୍ରସ୍ତୁତି, କ୍ୟାମ୍ପସକୁ କରାଯାଉଛି ବିଶୋଧନ
ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତକାଲି ତୁଳନାରେ ପ୍ରାୟ ଏକ ହଜାର କମ ରହିଛି ପଜିଟିଭ ସଂଖ୍ୟା ଗତକାଲି ୨ ହଜାର ୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଆଉ ୨ ହଜାର ୬୦୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ରାଜ୍ୟରେ କମୁଛି କରୋନା ସଂକ୍ରମଣ । ଗତକାଲି ତୁଳନାରେ ଆଜି ପଜିଟିଭ ସଂଖ୍ୟା ପ୍ରାୟ ଏକ ହଜାର କମ୍ ରହିଛି । ଗତକାଲି ୩ ହଜାର ୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ରାଜ୍ୟରେ ଆଜି ୨ ହଜାର ୬୯୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।
ପିଲାଙ୍କ ପାଇଁ ଓମିକ୍ରନ୍ ଆଦୌ ବିପଦଜ୍ଜନକ ନୁହେଁ। ଓମିକ୍ରନ୍ ଗୋଟିଏ ପିଲାଠୁ ଆଉ ଜଣେ ପିଲାକୁ ସଂକ୍ରମିତ କରିବାର ନଜିର ନାହିଁ। ତେଣୁ କୌଣସି ଅଭିଭାବକ ଭୟଭୀତ ହୁଅନ୍ତୁନି
କୋଭିଡ଼ ପଜିଟିଭ ଥିଲେ ବି ଜରୁରୀ ଅପରେସନ କରାଯାଇପାରିବ ଆଜି ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ୍ ଅଗ୍ରୱାଲ । ଏମ୍ସ ପକ୍ଷରୁ କରାଯାଇଥିବା ରିସର୍ଚ୍ଚ ଅନୁସାରେ ଅପରେସନ ହୋଇପାରିବ ବୋଲି ସୂଚନା ମିଳିଛି । ପୂର୍ବରୁ ଏନେଇ ବାରଣ ଥିଲା, କିନ୍ତୁ ନୂଆ ରିସର୍ଚ୍ଚ ଅନୁସାରେ ଅନୁମତି ଦିଆଯାଇଛି ।
ଦେଶରେ ପୁଣି ବଢ଼ିଲା ଦୈନିକ ସଂକ୍ରମଣ । ଦେଶରେ ଦିନକରେ ୧ ଲକ୍ଷ ୭୨ ହଜାର ୪୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାସହ ଦୈନିକ ପଜିଟିଭିଟି ହାର ୧୦.୯୯ ପ୍ରତିଶତ ହୋଇଛି ।
ରାଜ୍ୟରେ ଗୋଟିଏ ଦିନରେ ଆଉ ୩ ହଜାର ୬୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨ ହଜାର ୧୧୫ ଜଣ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣ ୧,୫୧୪ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୫୧୫ ଜଣ ଚିହ୍ନଟ ହୋଇଛନ୍ତି । ଏହା ସହ ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୨ ଲକ୍ଷ ୫୯ ହଜାର ୪୦୫କୁ ବୃଦ୍ଧି ପାଇଛି ।
ପାଞ୍ଚ ବର୍ଷରୁ ସାନ ପିଲାଙ୍କୁ ଖୁବଶୀଘ୍ର କରୋନା ଟିକା ପ୍ରଦାନ କରାଯିବ । ପିଲାଙ୍କୁ ଟିକା ଦେବା କ୍ଷେତ୍ରରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ପ୍ରଦାନ କରିବାକୁ ଫାଇଜର ଓ ବାୟୋଏନ୍ଟେକ୍ ଆମେରିକାର ଫୁଡ୍ ଆଣ୍ଡ ଡ୍ରଗ୍ସ ଆଡମିନିଷ୍ଟ୍ରେସନ ପାଖରେ ଆବେଦନ କରିଛନ୍ତି ।
ରାଜ୍ୟରେ ଆଜି ସାମାନ୍ୟ ସଂକ୍ରମଣ ବଢ଼ିଛି । ଗତ ୨୪ ଘଣ୍ଟା ମଧ୍ୟରେ ୩ ହଜାର ୪୫୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨ ହଜାର ୧୨ ଓ ଲୋକାଲ୍ କେସ୍ ୧୪୩୮ ରହିଛି ।
ଦେଶରେ ଦିନକରେ ୧ ଲକ୍ଷ ୬୭ ହଜାର ୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓଡ଼ିଶାରେ ୩ ହଜାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଓଡ଼ିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୫୨ ହଜାର ୩୨୬କୁ ବୃଦ୍ଧି ପାଇଛି।
ନଦୀ ଘାଟ, ସମୁଦ୍ର ତଟରେ ଗହଳି କରି ମାଘ ସପ୍ତମୀ ବୁଡ଼ ପକାଇବାକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି । ଅନ୍ୟପଟେ ଶିକ୍ଷାନୁଷ୍ଠାନ ଗୁଡ଼ିକରେ ସରସ୍ୱତୀ ପୂଜାକୁ ଅନୁମତି ଦିଆଯାଇଛି ।
ଦେଶରେ ଦିନକରେ ୨ ଲକ୍ଷ ୯ହଜାର ୯୧୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓଡ଼ିଶାରେ ୩ ହଜାର ୩୨୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଓଡ଼ିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୯ ହଜାର ୨୪୦କୁ ବୃଦ୍ଧି ପାଇଛି।
ଦେଶରେ ଦିନକରେ ୨ ଲକ୍ଷରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଓଡ଼ିଶାରେ ୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଓଡ଼ିଶାରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨ ଲକ୍ଷ ୪୫ ହଜାର ୯୧୧ରେ ପହଞ୍ଚିଛି।
କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମନସୁଖ ମାଣ୍ଡଭୀୟ ଆଜି ପୂର୍ବ ଭାରତର ୫ଟି ରାଜ୍ୟର କୋଭିଡ୍ ସ୍ଥିତିର ସମୀକ୍ଷା କରିଛନ୍ତି।
ଏପଟେ ଥରକୁ ଥର ରୂପ ବଦଳାଉଥିବା କରୋନାର ୟା ଭିତରେ ସୃଷ୍ଟି ହୋଇଛି ଆଉ ଏକ ନୂଆ ଭାରିଆଣ୍ଟ। ଯାହାର ନାଁ ନିଓକୋଭ।
ସଂକ୍ରମଣ ହ୍ରାସ ପାଉଥିବାରୁ କଟକଣା କୋହଳ କରିଛନ୍ତି କର୍ଣ୍ଣାଟକ ସରକାର ।
ରାଜ୍ୟରେ ଏବେ ଓମିକ୍ରନ୍ ସହ ଡେଲ୍ଟା ଭାରିଆଣ୍ଟ୍ ସକ୍ରିୟ ରହିଛି। ଯେହେତୁ ଡେଲ୍ଟା ଭାରିଆଣ୍ଟ ଅଧିକ ଗୁରୁତର କରିଥାଏ, ତେଣୁ ସ୍ଥିତି ସୁଧୁରୁଥିଲେ ବି ବିପଦ ଟଳିନାହିଁ ବୋଲି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି।