• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

night curfew
ଆଜିଠୁ ଓଡ଼ିଶାର ଏହି ଜିଲ୍ଲାରେ ନାଇଟ୍ କର୍ଫ୍ୟୁ

ମାଲକାନଗିରି: ପୁଣି ଓଡ଼ିଶାକୁ ଫେରିଲା ନାଇଟ୍ କର୍ଫ୍ୟୁ। ରାଜ୍ୟରେ ପୁଣି କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏହାକୁ ରୋକିବା ପାଇଁ ମାଲକାନଗିରିରେ ନାଇଟ୍ କର୍ଫ୍ୟୁ ଲାଗି ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଆଜିଠୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ପୁରା ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଘୋଷଣା କରାଯାଇଛି। ଦୈନିକ ରାତି ୯ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁ ବଳବତ୍ତର ରହିବ। ଏହି ସମୟରେ କେବଳ ଅତ୍ୟାବଶ୍ୟକ ସେବାକୁ ଅନୁମତି ମିଳିଛି। ଜରୁରୀ କାମ ନଥିଲେ ଲୋକଙ୍କୁ […]

  • Tuesday, 13 July 2021
coronavirus
ବାହାର ରାଜ୍ୟ ଓ ହଟ୍‌ସ୍ପଟ୍‌ ଅଞ୍ଚଳରୁ ଓଡ଼ିଶାର ଏହି ଜିଲ୍ଲାକୁ ଆସିଲେ RTPCR ଟେଷ୍ଟ୍‌ ରିପୋର୍ଟ ବାଧ୍ୟତାମୂଳକ

ବ୍ରହ୍ମପୁର: ପୁଣି କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ଏହାକୁ ରୋକିବା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ତତ୍ପରତା ପ୍ରକାଶ କରିଛି। ଏନେଇ ଏକ ବୈଠକ ଅନୁଷ୍ଠିତ ହୋଇଛି। ମାସ୍କ ବ୍ୟବହାରକୁ କଡ଼ାକଡ଼ି କରାଯାଇଛି। ହଟ୍‌ସ୍ପଟ୍‌ ଅଞ୍ଚଳରୁ ଆସୁଥିବା ଲୋକଙ୍କ ଉପରେ କଡ଼ା ନଜର ରଖାଯିବ। ବାହାର ରାଜ୍ୟରୁ ଗଞ୍ଜାମ ଆସିଲେ RTPCR ଟେଷ୍ଟ ରିପୋର୍ଟ ବାଧ୍ୟତାମୂଳକ। ନହେଲେ ଏଠାକୁ ଆସିଲା ପରେ ସେମାନେ ୭ ଦିନ ହୋମ୍‌ କ୍ୱାରେଣ୍ଟାଇନରେ ରହିବେ ବୋଲି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତା […]

  • Tuesday, 13 July 2021
Dola Melana
ଦୋଳ ମେଲଣ କଟକଣା ଆହୁରି କଡ଼ାକଡ଼ି କଲା BMC

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ମ୍ୟୁନିସିପାଲ୍‌ କର୍ପୋରେସନ୍‌(BMC) ଦୋଳ ମେଲଣ ପାଇଁ ପୂର୍ବରୁ ଜାରି କରିଥିବା କଟକଣାକୁ ଆହୁରି କଡ଼ାକଡ଼ି କରିଛି। ଦୋଳ ବିମାନ ଯାତ୍ରାରେ ସର୍ବାଧିକ ୬ ଜଣଙ୍କୁ ଅନୁମତି ମିଳିଥିବା ବେଳେ ଦୋଳ ବିମାନ ନେବା ବେଳେ ଶୋଭାଯାତ୍ରା ଓ ସାଉଣ୍ଡ ସିଷ୍ଟମ ବାରଣ କରାଯାଇଛି। ଏହାସହ ବିମାନ କାନ୍ଧେଇଥିବା ଲୋକେ ମାସ୍କ ପିନ୍ଧିବା ଜରୁରୀ। ସେହିପରି ମେଲଣରେ ସାମାଜିକ ଦୂରତ୍ୱ ବଜାୟ ରଖିବା […]

  • Tuesday, 13 July 2021
corona
ପୁଣି ଓଡ଼ିଶାକୁ ଘାରିଲା କରୋନା ଭୟ, ଦିନକରେ ୧୪୬ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ପୁଣି ଓଡ଼ିଶାକୁ ଘାରିଲା କରୋନା ଭୟ। ଗତ ୨୪ ଘଣ୍ଟାରେ ରାଜ୍ୟରେ ୧୪୬ ନୂଆ ଆକ୍ରାନ୍ତ ଚିହ୍ନଟ୧୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଯାହାକୁ ନେଇ ଚିନ୍ତା ବଢ଼ିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ରୁ ୮୭ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୫୯ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପରେ କଟକରୁ ୨୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସୂଚନା ଓ ଲୋକ […]

  • Tuesday, 13 July 2021
corona
ବହୁ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ ପରେ ସିଲ୍‌ ହେଲା ଭୁବନେଶ୍ୱର XIMB

ଭୁବନେଶ୍ୱର: କଟକ ପରେ ଭୁବନେଶ୍ୱରରେ ଚିନ୍ତା ବଢ଼ାଇଲା କରୋନା। ରାଜଧାନୀ ଭୁବନେଶ୍ୱର ସ୍ଥିତ ଘରୋଇ ଶିକ୍ଷାନୁଷ୍ଠାନ XIMBରୁ ୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଭୁବନେଶ୍ୱର ମ୍ୟୁନିସିପାଲ୍‌ କର୍ପୋରେସନ୍‌(BMC) ଶିକ୍ଷାନୁଷ୍ଠାନକୁ ସିଲ୍‌ କରିଛି। ଚନ୍ଦ୍ରଶେଖରପୁର ଅଞ୍ଚଳରେ ଏହି ଘରୋଇ ମ୍ୟାନେଜମେଣ୍ଟ ଶିକ୍ଷାନୁଷ୍ଠାନ ଅଛି। ଶିକ୍ଷାନୁଷ୍ଠାନ ଭିତରକୁ ପ୍ରବେଶ ସମ୍ପୂର୍ଣ୍ଣ ବାରଣ କରାଯାଇଥିବା ବେଳେ କ୍ୟାମ୍ପସ ଭିତରେ ଥିବା ବ୍ୟକ୍ତିଙ୍କୁ ବାହାରକୁ ଆସିବାକୁ ବାରଣ କରାଯାଇଛି। କେବଳ ବିଏମ୍‌ସି କର୍ମଚାରୀଙ୍କୁ କ୍ୟାମ୍ପସ ଭିତରକୁ ପ୍ରବେଶ ପାଇଁ ଅନୁମତି […]

  • Tuesday, 13 July 2021
janta curfew
ଜନତା କର୍ଫ୍ୟୁକୁ ପୁରିଲା ବର୍ଷେ: ଖାଁ ଖାଁ ଲାଗୁଥିଲା ରାସ୍ତାଘାଟ, ବଜାର; ଚାରିଆଡ଼େ ଶୂନଶାନ୍‌

ନୂଆଦିଲ୍ଲୀ: ମହାମାରୀ କରୋନା ବିରୁଦ୍ଧ ପ୍ରଥମ ଲଢ଼େଇ ଜନତା କର୍ଫ୍ୟୁକୁ ଆଜି ବର୍ଷେ ପୁରୁଛି। ମହାମାରୀ ସ୍ଥିିତିକୁ ଦେଖି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଆହ୍ୱାନ କ୍ରମେ ଗତ ବର୍ଷ ମାର୍ଚ୍ଚ ୨୨ରେ ସାରା ଦେଶରେ ଜନତା କର୍ଫ୍ୟୁ ଲାଗୁ ହୋଇଥିଲା। ସକାଳ ୭ଟାରୁ ରାତି ୯ଟା ପର୍ଯ୍ୟନ୍ତ ୧୪ ଘଣ୍ଟା ଧରି କଟକଣା ଲାଗୁ କରାଯାଇଥିଲା। ଫଳରେ ଖାଁ ଖାଁ ଲାଗୁଥିଲା ରାସ୍ତାଘାଟ, ବଜାର ଓ ଚାରିଆଡ଼େ ଶୂନଶାନ୍। ଅତ୍ୟାବଶ୍ୟକ ସେବା ଯୋଗାଉଥିବା ଲୋକମାନଙ୍କ ପାଇଁ ଏହି […]

  • Tuesday, 13 July 2021
lockdown
ଏହି ରାଜ୍ୟର ୩ ସହରରେ ଲକ୍‌ଡାଉନ୍‌ ଘୋଷଣା, ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ ସ୍କୁଲ୍‌ ଓ କଲେଜ

ଭୋପାଳ: କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମଧ୍ୟପ୍ରଦେଶ ସରକାର ଇନ୍ଦୋର, ଭୋପାଳ ଓ ଜବଲପୁରରେ ଦିନକ ପାଇଁ ଲକ୍‌ଡାଉନ୍ ଘୋଷଣା‌ କରଛନ୍ତି। ପ୍ରତି ରବିବାର ଏହି ୩ ସହରରେ ଲକ୍‌ଡାଉନ୍‌ କଟକଣା ଲାଗୁ ହେବ ବୋଲି ମଧ୍ୟପ୍ରଦେଶ ସରକାର ଘୋଷଣା କରିଛନ୍ତି।ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହି କଟକଣା ଲାଗୁ ହେବ। ଏହି ୩ ସହରରେ ଥିବା ସ୍କୁଲ୍‌ ଓ କଲେଜ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ବନ୍ଦ ରହିବ। ମଧ୍ୟପ୍ରଦେଶରେ କରୋନା ସ୍ଥିତିକୁ ନେଇ ଏକ […]

  • Tuesday, 13 July 2021
corona
ମହାରାଷ୍ଟ୍ର ବ୍ୟତୀତ ଦେଶର ଏହି ୩ ରାଜ୍ୟ ହୋଇପାରେ କରୋନା ହଟ୍‌ସ୍ପଟ୍‌: ରିପୋର୍ଟ

ନୂଆଦିଲ୍ଲୀ: ଦେଶରେ କରୋନା ଗ୍ରାଫ ଚିନ୍ତା ବଢାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୪୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏସବୁ ଭିତରେ ଏକ ଖବର ସାମ୍ନାକୁ ଆସିଛି, ଯାହାକୁ ନେଇ ଚିନ୍ତା ଆହୁରି ବଢ଼ିଛି। ମହାରାଷ୍ଟ୍ର ବ୍ୟତୀତ ଦେଶର ଆଉ ୩ ରାଜ୍ୟ କରୋନା ହଟ୍‌ସ୍ପଟ୍‌ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହି ୩ ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହା କରୋନା ହଟ୍‌ସ୍ପଟ୍‌ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଜାତୀୟ […]

  • Tuesday, 13 July 2021
corona testing
କଟକରେ ଆଉ ୧୭ କରୋନା ପଜିଟିଭ୍‌ ଚିହ୍ନଟ

କଟକ: କଟକର ଏକ ଘରୋଇ କଲେଜରୁ ପ୍ରଥମେ ୧୨ ଜଣ ଓ ପରେ ସମ୍ପୃକ୍ତ କଲେଜରୁ ପୁଣି ୧୩ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ଆଉ ଏକ ଶିକ୍ଷାନୁଷ୍ଠାନରୁ ୧୭ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଉକ୍ତ ଶିକ୍ଷାନୁଷ୍ଠାନର ୧୭ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଥିବା ସିଏମ୍‌ସି ସୂତ୍ରରୁ ଜଣାପଡ଼ିଛି। ଆକ୍ରାନ୍ତମାନଙ୍କ କଣ୍ଟାକ୍ଟ ଟ୍ରେସିଂ କରାଯିବ ବୋଲି ଜଣାପଡ଼ିଛି। ସୂଚନାଥାଉ କି, ଗତକାଲି କଟକ ମହାନଗର ନିଗମ ଅଞ୍ଚଳରୁ ୧୫ ଜଣ କରୋନା ଆକ୍ରାନ୍ତ […]

  • Tuesday, 13 July 2021
corona testing
କଟକରେ ଚିନ୍ତା ବଢ଼ାଇଲା କରୋନା, ଗୋଟିଏ କଲେଜରୁ ପୁଣି ବାହାରିଲେ ୧୩ ପଜିଟିଭ

କଟକ: କଟକର ଏକ ଘରୋଇ କଲେଜରୁ ପୁଣି ୧୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ବୁଧବାର ଦିନ ସମ୍ପୃକ୍ତ କଲେଜରୁ ୧୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାପରେ ଗୁରୁବାର ଦିନ ୭୧ ଜଣଙ୍କର କରୋନା ଟେଷ୍ଟିଂ କରାଯାଇଥିଲା। ସେମାନଙ୍କ ମଧ୍ୟରୁ ୧୩ ଜଣ ନୂଆ ସଂକ୍ରମିତ ହୋଇଥିବା କଟକ ମହାନଗର ନିଗମ‌(ସିଏମ୍‌ସି)ର ସ୍ୱାସ୍ଥ୍ୟ ଅଧିକାରୀ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା ସମସ୍ତ ଆକ୍ରାନ୍ତ ଗୋଟିଏ ହଷ୍ଟେଲର ଅନ୍ତେବାସୀ ବୋଲି ଜଣାପଡ଼ିଛି। ଗତକାଲିଠାରୁ ସମ୍ପୃକ୍ତ କଲେଜକୁ […]

Covid-19
ଚିନ୍ତା ବଢ଼ାଇଲା ମହାରାଷ୍ଟ୍ର, ଗୋଟିଏ ଦିନରେ ୨୩,୧୭୯ କରୋନା ଆକ୍ରାନ୍ତ ଚିହ୍ନଟ

ମୁମ୍ବାଇ: ଦିନକୁ ଦିନ ମହାରାଷ୍ଟ୍ରରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଗତକାଲିର ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରେ ୨୩,୧୭୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୪ ଜଣଙ୍କ ମୃତ୍ୟୁ ଘଟିଛି। ମୁମ୍ବାଇରୁ କେବଳ ୨,୩୭୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ମହାରାଷ୍ଟ୍ରରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହେବାପରେ ଚିନ୍ତା ଆହୁରି ବଢ଼ି ଯାଇଛି। ସେହିପରି ମଙ୍ଗଳବାର, ମହାରାଷ୍ଟ୍ରରେ ୧୭,୮୬୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୁମ୍ବାଇରୁ […]

  • Tuesday, 13 July 2021
corona
କଟକରେ ପୁଣି କରୋନା ଆତଙ୍କ, ଗୋଟିଏ କଲେଜରୁ ୧୨ ଛାତ୍ରଛାତ୍ରୀ ପଜିଟିଭ୍‌

କଟକ: କଟକର ଏକ ଘରୋଇ କଲେଜରେ ୧୨ ଜଣ ଛାତ୍ରଛାତ୍ରୀ କରୋନା ପଜିଟିଭ ଚିହ୍ନଟ ପରେ କଲେଜ ଓ ହଷ୍ଟେଲ୍‌କୁ ୧୦ ଦିନ ପାଇଁ ବନ୍ଦ ହୋଇଛି। ଏନେଇ କଟକ ମ୍ୟୁନିସିପାଲ୍‌ କର୍ପୋରେସନ୍‌(ସିଏମ୍‌ସି) ନିର୍ଦ୍ଦେଶ ଦେଇଛି। ସମସ୍ତ ଆକ୍ରାନ୍ତଙ୍କଠାରେ ଲକ୍ଷଣ ଦେଖାଦେବା ପରେ ଆଣ୍ଟିଜେନ୍ ପରୀକ୍ଷା କରାଯାଇଥିଲା। ସେସବୁର ରିପୋର୍ଟ ପଜିଟିଭ୍ ଆସିଥିବା ଜଣାପଡ଼ିଛି। ତେବେ ସମ୍ପୃକ୍ତ କଲେଜରେ ପ୍ରଶାସନ ପକ୍ଷରୁ କଣ୍ଟାକ୍ଟ ଟ୍ରେସିଂ କରାଯିବ ଓ ସେହି ଅନୁସାରେ ପଦକ୍ଷେପ ଗ୍ରହଣ କରାଯିବ ବୋଲି ସିଏମ୍‌ସି […]

lockdown
ଆଜିଠୁ ମାର୍ଚ୍ଚ ୨୧ ଯାଏ ଏହି ସହର ସମ୍ପୂର୍ଣ୍ଣ ଲକ୍‌ଡାଉନ୍

ନାଗପୁର: କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ନାଗପୁରରେ ଆଜିଠୁ ଲକ୍‌ଡାଉନ୍ କଟକଣା‌ ଲାଗୁ ହୋଇଛି। କଟକଣା ଲାଗୁ ହେବା ଫଳରେ ନାଗପୁର ସହରର ରାସ୍ତାଘାଟ ଖାଁ ଖାଁ ଲାଗୁଛି। ରାସ୍ତାରେ ହାତଗଣତି କେତୋଟି ଗାଡ଼ିମୋଟର ଚାଲୁଥିବା ଦେଖିବାକୁ ମିଳିଛି। ଜରୁରୀ ସେବା ଓ ଜରୁରୀ ସାମଗ୍ରୀ ଦୋକାନକୁ ଛାଡ଼ି ଦେଲେ ଅନ୍ୟ ସମସ୍ତ ଦୋକାନ ବଜାର ବନ୍ଦ ରହିଛି। ମାର୍ଚ୍ଚ ୨୧ ତାରିଖ ପର୍ଯ୍ୟନ୍ତ ଲକ୍‌ଡାଉନ୍ କଟକଣା ଜାରି ରହିବ। ବିନା କାରଣରେ […]

corona
କରୋନାକୁ ବର୍ଷେ: ଆଜି ଓଡ଼ିଶାରେ ଚିହ୍ନଟ ହୋଇଥିଲେ ପ୍ରଥମ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟକୁ ମହାମାରୀ କରୋନା ପ୍ରବେଶ କରିବାର ବର୍ଷେ ପୁରିଛି। ଗତବର୍ଷ ମାର୍ଚ୍ଚ ୧୫ରେ ରାଜ୍ୟର ପ୍ରଥମ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଭୁବନେଶ୍ୱରର ଯୁବକ ଇଟାଲୀରୁ ଦିଲ୍ଲୀ ହୋଇ ମାର୍ଚ୍ଚ ୧୨ରେ ଭୁବନେଶ୍ୱରରେ ପହଞ୍ଚିଥିଲେ। ମାର୍ଚ୍ଚ ୧୪ରେ ସେ ନିଜ ଆଡୁ କରୋନା ଟେଷ୍ଟ କରାଇଥିଲେ ଓ ମାର୍ଚ୍ଚ ୧୫ରେ ତାଙ୍କର ରିପୋର୍ଟ ପଜିଟିଭ୍ ଆସିଥିଲା। ତାଙ୍କ ଠାରେ କରୋନା ଚିହ୍ନଟ ହେବା ପରେ ଅନେକ ସାମାଜିକ କଟକଣାରେ ରହିବା ସହ ସାମାଜିକ ବିଦ୍ୱେଷର ସାମ୍ନା […]

  • Tuesday, 13 July 2021
night curfew
ଏହି ରାଜ୍ୟର ୨ ଜିଲ୍ଲାରେ ଆଜିଠୁ ଲାଗୁ ହେବ ନାଇଟ୍‌ କର୍ଫ୍ୟୁ

ପଟିଆଲା: ଦେଶରେ କରୋନା ସଂକ୍ରମଣ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ମହାରାଷ୍ଟ୍ରରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଥିବା ବେଳେ ପଞ୍ଜାବରେ ମଧ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଛି। କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଆଜିଠୁ ପଞ୍ଜାବର ପଟିଆଲା ଓ ଲୁଧିଆନା ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଲାଗୁ କରାଯିବାକୁ ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଆଜି ରାତି ୧୧ଟାରୁ ଭୋର ୫ଟା ଯାଏ ନାଇଟ୍‌ କର୍ଫ୍ୟୁ ଲାଗୁ ହେବ। ଏହି ସମୟରେ କେବଳ […]

  • Tuesday, 13 July 2021
lockdown
ମାର୍ଚ୍ଚ ୧୫ରୁ ୨୧ ଯାଏ ଏହି ସହରରେ ଲାଗୁ ହେବ ଲକ୍‌ଡାଉନ୍‌

ମୁମ୍ବାଇ: କରୋନା ସଂକ୍ରମଣ ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ରର ନାଗପୁରରେ ସପ୍ତାହକ ପାଇଁ ଲକ୍‌ଡାଉନ୍‌ ଘୋଷଣା ହୋଇଛି। ମାର୍ଚ୍ଚ ୧୫ରୁ ୨୧ ଯାଏ ପୂରା ନାଗପୁରରେ ଲକ୍‌ଡାଉନ୍‌କୁ କଡ଼ାକଡ଼ି ଭାବେ ପାଳନ କରାଯିବ। ଲକ୍‌ଡାଉନ୍ ସମୟରେ ଜରୁରୀ ସେବା ଓ ସାମଗ୍ରୀ ଦୋକାନ ବ୍ୟତୀତ ଅନ୍ୟ ସବୁ ବନ୍ଦ ରହିବ। ପରିବା ଦୋକାନ, ଫଳ ଓ କ୍ଷୀର ବୁଥ୍‌ ଲକ୍‌ଡାଉନ୍ ସମୟରେ ଖୋଲା ରହିବ ବୋଲି ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ବିନା କାରଣରେ ଲୋକଙ୍କୁ […]

  • Tuesday, 13 July 2021
covid19
ଚିନ୍ତା ବଢ଼ାଇଲା କରୋନା; ୨୪ ଘଣ୍ଟାରେ ଦେଶରେ ୧୮ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ବଢ଼ିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ଦୁଇ ମାସରେ ଆଜି ସବୁଠୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଦେଶରେ ନୂଆ ୧୮,୭୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ଗତ ୨୪ ଘଣ୍ଟାରେ ୧୦୦ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଫଳରେ ମୃତ୍ୟୁ ସଂଖ୍ୟା ୧,୫୭,୭୫୬ରେ ପହଞ୍ଚିଛି।  ନୂଆ କରୋନା ଆକ୍ରାନ୍ତଙ୍କୁ […]

  • Tuesday, 13 July 2021
covid19
କରୋନା‌ ଭ୍ୟାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ନେବାର କିଛି ସମୟ ପରେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ

ମୁମ୍ବାଇ: କରୋନା‌ ଭ୍ୟାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ନେବା ପରେ ଗତକାଲି ମହାରାଷ୍ଟ୍ରର ଜଣେ ୪୫ ବର୍ଷୀୟ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭିୱାନ୍ଦିର ସୁକଦେବ କିର‌ଦାତ୍‌। ସେ ଜଣେ ଚକ୍ଷୁରୋଗ ବିଶେଷଜ୍ଞଙ୍କ ଡ୍ରାଇଭର ଭାବେ କାର୍ଯ୍ୟ କରୁଥିଲେ। ସୂଚନା ଅନୁସାରେ, କୋଭିଡ୍‌ ଭ୍ୟାକ୍ସିନ୍‌ର ଦ୍ୱିତୀୟ ଡୋଜ୍‌ ନେବାର ୧୫ ମିନିଟ୍‌ ପରେ ସୁକଦେବ  ଅବଜର୍‌ଭେସନ୍‌ ରୁମ୍‌ରେ ଅଚେତ୍‌ ହୋଇପଡ଼ିଥିଲେ। ଏହାପରେ ତାଙ୍କୁ ଇନ୍ଦିରା ଗାନ୍ଧି ମେମୋରିଆଲ୍‌ ହସ୍ପିଟାଲ୍‌ ନିଆଯାଇଥିଲା। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା […]

  • Tuesday, 13 July 2021
covid 19
ଦକ୍ଷିଣ ଆଫ୍ରିକା ଫେରନ୍ତା ଗଞ୍ଜାମ ବ୍ୟକ୍ତି କରୋନା ପଜିଟିଭ୍

ଭୁବନେଶ୍ୱର: ଗଞ୍ଜାମକୁ ଫେରିଥିବା ଜଣେ ଦକ୍ଷିଣ ଆଫ୍ରିକା ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ତାଙ୍କ ଶରୀରରେ ଥିବା ଭୂତାଣୁର ଅନୁଧ୍ୟାନ ପାଇଁ ILS ପଠା ଯାଇଛି। ଏନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସୂଚନା ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତି ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଛନ୍ତି ଓ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଠିକ୍ ଅଛି ବୋଲି ସୂଚନା ମିଳିଛି। ରିପୋର୍ଟ ପଜିଟିଭ୍ ଆସିବା ପରେ ଭୂତାଣୁର ଅନୁଧ୍ୟାନ ପାଇଁ ILS ପଠାଯାଇଥିଛି। ତେବେ ରିପୋର୍ଟ ଆସିବା ପରେ ଷ୍ଟ୍ରେନ୍ ନେଇ […]

  • Tuesday, 13 July 2021
wear-mask
ଚିନ୍ତା ବଢ଼ାଉଛି କରୋନା, ସମ୍ବଲପୁର ବିଶ୍ୱବିଦ୍ୟାଳୟ ଅନ୍ତେବାସୀଙ୍କ ପାଇଁ ଜାରି ହେଲା କଡ଼ା ନିର୍ଦ୍ଦେଶନାମା

ସମ୍ବଲପୁର: ସମ୍ବଲପୁର ବୁର୍ଲାରେ ବଢ଼ୁଥିବା କରୋନା ସଂକ୍ରମଣ ସ୍ଥିତିକୁ ଦୃଷ୍ଟିରେ ରଖି ସମ୍ବଲପୁର ବିଶ୍ୱବିଦ୍ୟାଳୟର ସମସ୍ତ ହଷ୍ଟେଲ୍ ଅନ୍ତେବାସୀଙ୍କ ପାଇଁ କର୍ତ୍ତୃପକ୍ଷ କଡ଼ା ନିର୍ଦ୍ଦେଶନାମା ଜାରି କରିଛନ୍ତି।ବାହାରକୁ ଯଦି କୌଣସି ଛାତ୍ର ଯାଆନ୍ତି, ସନ୍ଧ୍ୟା ସାଢ଼େ ୭ଟା ସୁଦ୍ଧା ଫେରି ଆସିବାକୁ ହଷ୍ଟେଲ୍‌ ୱାର୍ଡେନ୍‌ ନିର୍ଦ୍ଦେଶ ଦେଇଛନ୍ତି। ପୂର୍ବ ନିର୍ଦ୍ଧାରିତ ସମୟ ଅନୁଯାୟୀ, ଛାତ୍ରୀମାନେ ମଧ୍ୟ ହଷ୍ଟେଲ୍‌କୁ ଫେରି ଆସିବାକୁ ୱାର୍ଡେନ୍ ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏହାସହ ମାସ୍କ ପରିଧାନ ସହ ସାମାଜିକ ଦୂରତା ବଜାୟ ରକ୍ଷା […]

  • Tuesday, 13 July 2021
night-curfew
ଏହି ସ୍ଥାନରେ ଆଉ ୨ ସପ୍ତାହ ଯାଏ ବଢ଼ିଲା ନାଇଟ୍‌ କର୍ଫ୍ୟୁ

ପୁଣେ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମହାରାଷ୍ଟ୍ର ପୁଣେରେ ଆଉ ୨ ସପ୍ତାହ ପର୍ଯ୍ୟନ୍ତ ନାଇଟ୍ କର୍ଫ୍ୟୁକୁ ବଢ଼ାଇ ଦିଆଯାଇଛି। ଏନେଇ ପୁଣେ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ମାର୍ଚ୍ଚ ୧୪ ତାରିଖ ଯାଏ ପୁଣେର ସମସ୍ତ ସ୍କୁଲ୍, କଲେଜ ଓ ପ୍ରାଇଭେଟ୍ କୋଚିଂ ସେଣ୍ଟର  ବନ୍ଦ ରହିବ। ଏହାସହ ରାତି ୧୧ଟାରୁ ସକାଳ ୬ଟା ଯାଏ ସାଧାରଣ ଯାତାୟାତ ବନ୍ଦ ରହିବ। ଏହି ସମୟରେ ଜରୁରୀ ସେବାରେ ନିୟୋଜିତ ଗାଡ଼ିକୁ ଛାଡ଼ିଦେଲେ ଅନ୍ୟ ସମସ୍ତ […]

  • Tuesday, 13 July 2021
lockdown
ମାର୍ଚ୍ଚ ୩୧ ଯାଏ ଏହି ରାଜ୍ୟରେ ବଢ଼ିଲା ଲକ୍‌ଡାଉନ୍‌

ଚେନ୍ନାଇ: ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ତାମିଲନାଡୁରେ ଲକ୍‌ଡାଉନ୍‌ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ତାମିଲନାଡୁ ସରକାରଙ୍କ ପକ୍ଷରୁ ଲକ୍‌ଡାଉନ୍ ‌ବଢ଼ା ଯାଇଛି। ଲକ୍‌ଡାଉନ୍‌ କଟକଣାକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି। ଏହାକୁ ତଦାରଖ କରିବା ପାଇଁ ସମସ୍ତ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ଲକ୍‌ଡାଉନ୍ ସମୟରେ ବିଭିନ୍ନ କାର୍ଯ୍ୟାଳୟ, ଦୋକାନ ଓ ବ୍ୟବସାୟିକ ପ୍ରତିଷ୍ଠାନ ଅଳ୍ପ ସଂଖ୍ୟକ କର୍ମଚାରୀଙ୍କୁ ନେଇ ଚାଲି ପାରିବ। ମାସ୍କ ପିନ୍ଧିବା ସହ ସାମାଜିକ […]

  • Tuesday, 13 July 2021
PM Modi
କରୋନା ଟିକା ନେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ନୂଆଦିଲ୍ଲୀ ସ୍ଥିତ ଏମ୍ସରେ କରୋନା ଟିକା କୋଭାକ୍ସିନ୍‌ର ପ୍ରଥମ ଡୋଜ୍ ନେଇଛନ୍ତି। ପୁଡୁଚେରୀର ସିଷ୍ଟର ପି. ନିଭେଦା ପ୍ରଧାନମନ୍ତ୍ରୀଙ୍କୁ ଟିକା ଦେଇଛନ୍ତି। ଟିକା ନେବା ବେଳର ଏକ ଫଟୋ ସୋସିଆଲ୍‌ ମିଡିଆରେ ପୋଷ୍ଟ କରି ଏ ସମ୍ପର୍କରେ ସୂଚନା ଦେଇଛନ୍ତି ପ୍ରଧାନମନ୍ତ୍ରୀ। ପ୍ରଧାନମନ୍ତ୍ରୀ ଟ୍ୱିଟ୍‌ରେ ଉଲ୍ଲେଖ କରିଛନ୍ତି, ଏମ୍ସରେ କୋଭିଡ୍ ୧୯ ଟିକାର ପ୍ରଥମ ଡୋଜ୍ ଗ୍ରହଣ କଲି। ମହାମାରୀ କରୋନା ବିରୋଧ ଲଢ଼େଇରେ ଭାରତର ଡାକ୍ତର ଓ ବୈଜ୍ଞାନିକ […]

  • Tuesday, 13 July 2021