• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

caring of covid patient
କରୋନା ମୃତ୍ୟୁ: ଅଧିକ ପ୍ରଭାବିତ ଦେଶ ତାଲିକାରେ ଭାରତ ୩ ନମ୍ବରରେ

ନୂଆଦିଲ୍ଲୀ: କରୋନା ଭାଇରସ୍‌ ସଂକ୍ରମଣକୁ ନେଇ ରବିବାର ଏକ ଗୁରୁତ୍ୱ ପୂର୍ଣ୍ଣ ତଥ୍ୟ ସାମ୍ନାକୁ ଆସିଛି । ଏହି ତଥ୍ୟ ଅନୁସାରେ, କରୋନାରେ ସର୍ବାଧିକ ମୃତ୍ୟୁ ଘଟିଥିବା ରାଷ୍ଟ୍ରମାନଙ୍କ ତାଲିକାରେ ଭାରତ ୩ୟ ସ୍ଥାନରେ ରହିଛି ।  ଆମେରିକା ଏବଂ ବ୍ରାଜିଲ ଭାରତ ଉପରେ ରହିଛନ୍ତି । ମହାମାରୀର ୨ୟ ଲହର ଭାରତରେ ମୃତ୍ୟୁର ତାଣ୍ଡବ ସୃଷ୍ଟି କରିଛି । ମହାମାରୀ ଦେଶରୁ ୩ ଲକ୍ଷରୁ ଅଧିକ ଲୋକଙ୍କ ଜୀବନ ନେଇ ସାରିଲାଣି । ଗତ ୨ […]

  • Tuesday, 13 July 2021
covid test
ଦେଶରେ ସଂକ୍ରମଣ କମୁଛି, ହେଲେ ଡରଉଛି ମୃତ୍ୟୁ ସଂଖ୍ୟା: ୨୪ ଘଣ୍ଟାରେ ଆଖି ବୁଜିଲେ ୪,୧୯୪

ନୂଆଦିଲ୍ଲୀ: ଦେଶରେ ଦୈନିକ କରୋନା ସଂକ୍ରମଣ ଗ୍ରାଫ ଆଜି ବି ତଳମୁହାଁ ରହିଛି। ହେଲେ ମୃତ୍ୟୁ ସଂଖ୍ୟା କହୁଛି ଦେଶରୁ କରୋନା ବିପଦ ଟଳିନାହିଁ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ସୂତ୍ରରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦେଶରେ ୨୪ ଘଣ୍ଟାରେ  ୨ଲକ୍ଷ ୫୭ ହଜାର ୨୯୯  କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି। ହେଲେ ମୃତ୍ୟୁ ସଂଖ୍ୟା ଆଜି ବି ୪ ହଜାର ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪,୧୯୪ ଜଣ ରୋଗୀଙ୍କର ମୃତ୍ୟୁ ଘଟିଛି। ଏହାକୁ […]

covid test-1
କମୁନି ମୃତ୍ୟୁ ସଂଖ୍ୟା; ଆଜି କରୋନାରେ ଆଖି ବୁଜିଲେ ୨୬

ଭୁବନେଶ୍ୱର: ଦେଶରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବାବେଳେ ଓଡ଼ିଶାରେ ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୨୦ ଉପରେ ରହୁଛି। ଗତକାଲି ରାଜ୍ୟରେ ସର୍ବାଧିକ ୨୭ ଜଣ କରୋନାରରେ ଆଖି ବୁଜିଥିବାବେଳେ ଆଜି ୨୬ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି। ଆଜି ମୃତ ୨୬ ଜଣଙ୍କ ମଧ୍ୟରୁ ସବୁଠୁ ଆଗରେ ଅଛନ୍ତି ଖୋର୍ଦ୍ଧା ଓ କୋରାପୁଟ। ଏହି […]

_117666215_virusnosegraphic
ରାଜ୍ୟରେ ୧୧ ହଜାର ତଳକୁ ଖସୁନି ସଂକ୍ରମଣ; ଆଜି ବି ବାହାରିଲେ ୧୧, ୧୦୮ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ବେକାବୁ ହେଉଛି କରୋନା। ଦୈନିକ ସଂକ୍ରମଣ ଗତ କିଛି ଦିନ ହେଲା ୧୧ ହଜାର ତଳକୁ ଖସୁନି। ସଂକ୍ରମିତଙ୍କ ସଂଖ୍ୟା ଗତକାଲି ୧୨,୫୨୩  ଥିବାବେଳେ ଆଜି ୧୧,୧୦୮ ରହିଛି। ଏଥିମଧ୍ୟରୁ ୬,୨୧୯ କ୍ୱାରେଣ୍ଟିନରେ ଥିବାବେଳେ ୪୮୮୯ ଲୋକାଲ କଣ୍ଟାକ୍ଟ ରହିଛି। ଆଜି ବି ସର୍ବାଧିକ ରୋଗୀ ଖୋର୍ଦ୍ଧା ଜିଲ୍ଲାରୁ ବାହାରିଛନ୍ତି। ଏଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୪୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି କଟକ। ଏଠାରୁ ୯୪୪ ଜଣ […]

2nd dose
କ୍ଷତିକାରକ ନୁହେଁ ୨ୟ ଡୋଜର ଦୀର୍ଘ ବ୍ୟବଧାନ, ଶରୀରରେ ବୃଦ୍ଧି ପାଉଛି ୩୦୦% ଆଣ୍ଟିବଡି

ନୂଆଦିଲ୍ଲୀ:ଦେଶରେ କରୋନାର ଦ୍ୱିତୀୟ ଲହର ଭୟାବହ ରୂପ ନେଉଛି। ସଂକ୍ରମଣ ହାର କମୁଥିଲେ ହେଁ ମୃତ୍ୟୁ ହାର ଏବେ ବି ୪ ହଜାର ଉପରେ ରହିଛି ।  ଏପରି ସ୍ଥିତିରେ ଗୋଟିଏ ଭରସା ଭାକ୍ସିନ। ଦେଶରେ ପର୍ଯ୍ୟାପ୍ତ ଭାକ୍ସିନ ମିଳୁ ନ ଥିବାରୁ ଅନେକ ପ୍ରଥମ ଡୋଜ ନେଇ ଦ୍ୱିତୀୟ ଡୋଜକୁ ଅପେକ୍ଷା କରିଛନ୍ତି। କରୋନା ସଂକ୍ରମଣ ବୃଦ୍ଧି ହାର ଏବଂ ଭାକ୍ସିନକୁ ଅପକ୍ଷା… ଏମିତି ପରିସ୍ଥିତି ମଧ୍ୟରେ ସାମ୍ନାକୁ ଆସିଛି ଏକ ଖୁସି ଖବର । […]

  • Tuesday, 13 July 2021
corona-in-jail
ଝାରପଡ଼ା ଜେଲ୍‌ରେ ୯୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ଧରୁନି। ଦିନକୁ ଦିନ ସଂକ୍ରମଣ ହାର ବଢି ଚାଲିଥିବାବେଳେ ମୃତ୍ୟୁ ସଂଖ୍ୟା ବି ବଢି ଚାଲିଛି। ଲକଡାଉନ ସହ ସପ୍ତାହାନ୍ତ ସଟ୍‌ଡାଉନ ସଂକ୍ରମଣକୁ ରୋକିବାରେ ସଫଳ ହେଉନି। ଜେଲରେ ସଂକ୍ରମଣକୁ ଦୃଷ୍ଟିରେ ରଖି କଏଦୀମାନଙ୍କୁ ପାରୋଲ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଏହି କ୍ରମରେ ଓଡ଼ିଶାର ୪୪୯ ଜଣ କଏଦୀଙ୍କୁ ସ୍ପେଶାଲ ପାରୋଲରେ ଛାଡିବାକୁ ନିଷ୍ପତ୍ତି ହୋଇଥିଲା । ତେବେ ମେ’ ୧୫ ତାରିଖ ସୁଦ୍ଧା ୧୨୬ […]

  • Tuesday, 13 July 2021
covid 19-111
ଡରେଇଲାଣି ମୃତ୍ୟୁ ସଂଖ୍ୟା, ୨୪ ଘଣ୍ଟାରେ ୪, ୨୦୯ କରୋନା ରୋଗୀ ଆଖି ବୁଜିଲେ

ନୂଆଦିଲ୍ଲୀ: କରୋନାର ୨ୟ ଲହରୀ ଦୁର୍ବଳ ହେଉଥିବା ପରି ମନେ ହେଉଥିଲେ ବି ବିପଦ ଟଳି ନାହିଁ। ଦେଶରେ ଦୈନିକ କରୋନା ସଂକ୍ରମଣ ହ୍ରାସ ପାଉଥିଲେ ବି ଡରେଇଲାଣି ମୃତ୍ୟୁ ସଂଖ୍ୟା। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ଏକ ତଥ୍ୟରୁ ଜଣାଯାଇଛି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୨, ୫୯,୫୫୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୪୨୦୯ ରୋଗୀଙ୍କ ଜୀବନ ଯାଇଛି। ଏହାକୁ ମିଶାଇ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ୨ କୋଟି […]

  • Tuesday, 13 July 2021
corona death
ଆଜି ରାଜ୍ୟରେ କରୋନାରେ ଆଖି ବୁଜିଲେ ସର୍ବାଧିକ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଆଜି ରେକର୍ଡ କରିଛି କରୋନା ମୃତ୍ୟୁ ସଂଖ୍ୟା। ଦିନକରେ ୨୭ ରୋଗୀ ଆଖି ବୁଜିଛନ୍ତି। ଦେଶରୁ ସବୁ ପ୍ରାନ୍ତରୁ କରୋନା ସଂକ୍ରମଣ ହ୍ରାସ ପାଉଥିବା ଦେଖିବାକୁ ମିଳିଥିବାବେଳେ ଓଡ଼ିଶାରେ ଗ୍ରାଫ ଉପରମୁହାଁ ହୋଇଛି। ଆଜି ୨୭ ମୃତକଙ୍କ ମଧ୍ୟର ଖୋର୍ଦ୍ଧା, କୋରାପୁଟରୁ ୪ ଲେଖାଏଁ, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ରୁ ୩ ଲେଖାଏଁ, କଳାହାଣ୍ଡିରୁ ୨ ଓ ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଜପତିରୁ ଜଣେ ଲେଖାଏଁ ଅଛନ୍ତି । ସେହିପରି ଝାରସୁଗୁଡ଼ା, ନବରଙ୍ଗପୁର, ପୁରୀ, ସୁବର୍ଣ୍ଣପୁରରୁ […]

corona testing
ରାଜ୍ୟରେ ୧୨ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧,୮୪୨

ଭୁବନେଶ୍ୱର: ରାଜ୍ୟରୁ କରୋନା ସଂକ୍ରମଣ ଯେପରି କମିବାର ନାଁ ନେଉନି। ଆଜି ଦୈନିକ ସଂକ୍ରମଣ ପୁଣି ୧୨ ହଜାର ଉପରେ ରହିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ତଥ୍ୟ ଅନୁସାରେ, ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି  ୧୨,୫୨୩ କରୋନା ପଜିଟିଭ। ଏଥିମଧ୍ୟରୁ କ୍ୱାରେଣ୍ଟିରେ ୭, ୦୧୨ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ   ୫,୫୧୧ ଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ବିଶେଷକରି ଚିନ୍ତା ବଢାଇଛି ଖୋର୍ଦ୍ଧା ଜିଲ୍ଲା। ସବୁଠାରୁ […]

delhi
୧୦ ମିଟର ଦୂର ପର୍ଯ୍ୟନ୍ତ ପବନରେ ବ୍ୟାପିପାରେ ଭୂତାଣୁ

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ନେଇ ଜାରି ହେଲା ନୂଆ ତଥା ଗୁରୁତ୍ୱପୂର୍ଣ୍ଣ ଗାଇଡଲାଇନ।  ମହାମାରୀ ବ୍ୟାପିବାର ପ୍ରମୁଖ ମାଧ୍ୟମ ହେଉଛି ଏରୋସଲ ଏବଂ ଡ୍ରପ୍ଲେଟ୍ । ଏପରି ସୂଚନା ଦେଇଛି କେନ୍ଦ୍ର ସରକାରଙ୍କ ପ୍ରିନ୍ସପାଲ ସାଇଣ୍ଟିଫିକ ଏଡଭାଇଜରଙ୍କ କାର୍ଯ୍ୟାଳୟ ।   ଆଡଭାଇଜରିରେ କୁହାଯାଇଛି, ଭାରତରେ ମହାମାରୀ ପ୍ରକୋପ ମଧ୍ୟରେ ଆମକୁ ସାମାନ୍ୟ ନିୟମକୁ ମନେ ରଖିବାକୁ ହେବ ଏବଂ ଏହା ଦ୍ୱାରା ସାର୍ସ କୋଭିଡ-୨ ଭାଇରସର ସଂକ୍ରମଣକୁ ରୋକି ହେବ। ଆଡଭାଇଜରୀରେ କୁହାଯାଇଛି, ଘର ହେଉ ବା  […]

  • Tuesday, 13 July 2021
covid test
୪ ହଜାର ତଳକୁ ଖସିଲା କରୋନା ମୃତ୍ୟୁ ହାର

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଦୈନିକ ହାର ସାମାନ୍ୟ ହ୍ରାସ ପାଇଛି। ଯାହା ଜଣାଯାଉଛି, ଦ୍ୱିତୀୟ ଲହରର ପିକ୍‌ ସମୟ ଶେଷ ହେବାକୁ ଯାଉଛି। ଗୁରୁବାର ସକାଳ ୮ଟା ସୁଦ୍ଧା ମିଳିଥିବା ରିପୋର୍ଟ ଅନୁସାରେ, ଗତ ୨୪ ଘଣ୍ଟା ମଧ୍ୟରେ ୨ ଲକ୍ଷ ୭୬ ହଜାର ୧୧୦ ଜଣ ନୂଆ ସଂକ୍ରମିତ ଠାବ ହୋଇଛନ୍ତି। ତେବେ ବୁଧବାର ତୁଳନାରେ ଆଜିର ହାର ସାମାନ୍ୟ ଅଧିକ ରହିଛି। ଏଥି ସହିତ ଆଉ ଏକ ଆଶ୍ୱସ୍ତକର ତଥ୍ୟ ମଧ୍ୟ ସାମ୍ନାକୁ […]

  • Tuesday, 13 July 2021
covid-1
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ  ବଢି ଚାଲିଛି। ଲକ୍‌ ଡାଉନ ପରେ ବି ଦୈନିକ ସଂକ୍ରମଣରେ ଲାଗିପାରୁନି ବ୍ରେକ୍‌। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଆଜି ରାଜ୍ୟରେ ମୃତ୍ୟୁ ସଂଖ୍ୟା ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୪୦୩ରେ ପହଞ୍ଚିଛି। କଳାହାଣ୍ଡି ଓ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ […]

covid
ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ; ଖୋର୍ଦ୍ଧା, କଟକ ହଜାରେ ଉପରେ

ଭୁବନେଶ୍ୱର: ରାଜ୍ୟରେ କରୋନ ସଂକ୍ରମଣ କମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହୁଛି। ଆଜି ବି ରାଜ୍ୟରେ ୨୪ ଘଣ୍ଟାରେ ୧୧ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟା କ୍ୱାରେଣ୍ଟାଇନରୁ ୬୪୩୯ ଜଣ ଓ  ଲୋକାଲ କେସ୍ ୫୦୫୯ ଜଣ ଚିହ୍ନଟ ହୋଇଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ କଟକରୁ […]

Prime Minister Narendra Modi
୮ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

ଉତ୍ତର-ପୂର୍ବାଞ୍ଚଳର ୮ଟି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହ ମୋଦି ଆଲୋଚନା କରିଛନ୍ତି। ସିକିମ, ତ୍ରିପୁରା, ନାଗାଲାଣ୍ଡ, ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ଆଲୋଚନା କରିଛନ୍ତି। କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀମାନଙ୍କୁ ମାର୍ଗଦର୍ଶନ ଦେଇଛନ୍ତି ମୋଦି। ଆମକୁ ଆହୁରି ଅଧିକ ସତର୍କ ରହିବାକୁ ପଡ଼ିବ ବୋଲି କହିଲେ ପ୍ରଧାନମନ୍ତ୍ରୀ। ଏହାସହ ଅଧିକ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ କରି ସଂକ୍ରମଣ ରୋକିବାକୁ ପଡ଼ିବ।

helpless child
ମା’ ଶବ ପାଖରେ ୨ ଦିନ ହେଲା ବସି କାନ୍ଦୁଛି ଶିଶୁ, କୋଭିଡ ଭୟରେ କେହି ଆସିଲେନି ପାଖକୁ

କରୋନା କବଜାରେ ସାରା ପୃଥିବୀ । କାହାର ସୁନାର ସଂସାର ଉଜାଡି ଦେଇଛି ମହାମାରୀ । କାହାକୁ କରିଦେଇଛି ରାସ୍ତାର ଭିକାରୀ । କରୋନା ପାଇଁ ହଜିଯାଉଛି ମଣିଷ ପଣିଆ ।

  • Tuesday, 13 July 2021
covid positive
ଦେଶରେ କରୋନା ନେଲା ୩୫୨୩ ଜୀବନ

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସର ଦ୍ୱିତୀୟ  ଲହର ଭୟଙ୍କର ରୂପ ନେଇଛି । ସଂକ୍ରମଣର ପ୍ରତିଦିନ ନୂଆ ରେକର୍ଡ ଦେଖିବାକୁ ମିଳୁଛି । କରୋନା ଗ୍ରାଫ ଯେପରି ଉପରମୁହାଁ ହେବାରେ ଲାଗିଛି, ତାହା ସମସ୍ତଙ୍କ ନିଦ ହଜାଇ ଦେଇଛି । ବର୍ତ୍ତମାନ ସୁଦ୍ଧା କରୋନା ସଂକ୍ରମିତଙ୍କ ସଂଖ୍ୟା ଦେଶରେ ଏକ କୋଟି ୯୧ ଲକ୍ଷ ୬୪ ହଜାର ୯୬୯ରେ ପହଞ୍ଚିଲାଣି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪, ୦୧,୯୯୩ ଜଣଙ୍କୁ ମହାମାରୀ ନିଜ କବଜାକୁ […]

  • Tuesday, 13 July 2021
national corona
ଦେଶରେ ଦିନକରେ ଆଖି ବୁଜିଲେ ୩,୪୯୮ କରୋନା ରୋଗୀ

ନୂଆଦିଲ୍ଲୀ: ଦେଶରେ ଭୟଙ୍କର ଭାବେ ବଢ଼ି ଚାଲିଛି କରୋନା ଦୈନିକ ସଂକ୍ରମଣ। ଦୈନିକ ମୃତ୍ୟୁ ଟ୍ରେଣ୍ଡ  ସମସ୍ତ ରେକର୍ଡ ଭାଙ୍ଗିଛି।ଆଜି ଦିନକରେ ଦେଶରେ  ସର୍ବାଧିକ୩ ଲକ୍ଷ ୮୬ ହଜାର ୪୫୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ସର୍ବାଧିକ ୩ ହଜାର ୪୯୮ ଜଣଙ୍କର ମୃତ୍ୟୁ ଘଟିଛି । ମୋଟ କରୋନା ମୃତ୍ୟୁ ସଂଖ୍ୟା ୨ ଲକ୍ଷ ୮ ହଜାର ୩୩୦କୁ ବୃଦ୍ଧି ପାଇଛି। ସେହିପରି ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୮୭ ଲକ୍ଷ ୬୨ […]

  • Tuesday, 13 July 2021
damana hata
ମାନିଲେନି କଟକଣା: ସିଲ ହେଲା ସହରର ଏହିସବୁ ହାଟ, ମାର୍କେଟ କମ୍ପ୍ଲେକ୍ସ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଲାଣି କରୋନ ସ୍ଥିତି। ଟ୍ୱିନ୍‌ ସିଟିରେ ଗୋଷ୍ଠୀ ସଂକ୍ରମଣ ହେବା ଆଶଙ୍କା ମଧ୍ୟ ସୃଷ୍ଟିହୋଇଛି। ଏପରି ସ୍ଥିତିରେ ବି ଲୋକେ ସଚେତନ ହେଉ ନାହାନ୍ତି। ହାଟ ବଜାରରେ ଭିଡ କମୁନି। ସାମାଜିକ ଦୂରତା, ମାସ୍କ ପିନ୍ଧିବା ଉପରେ ଲୋକେ ଗୁରୁତ୍ୱ ଦେଉ ନାହାନ୍ତି। ଏପରି ସ୍ଥିତିରେ  କୋଭିଡ୍ କଟକଣା ଉଲ୍ଲଂଘନ ହେବାରୁ ଭୁବନେଶ୍ୱର ଡମଣା ହାଟ, ଇନ୍ଦ୍ରଧନୁ ମାର୍କେଟ ସିଲ୍ କରିଛି ବିଏମ୍‌ସି। ଆସନ୍ତା ୪୮ ଘଣ୍ଟା ଯାଏ ବିଏମ୍‌ସି ପକ୍ଷରୁ ଏହି […]

  • Tuesday, 13 July 2021
covid-01
ରାଜ୍ୟରେ ମହାମାରୀ ନେଲା ୧୪ ଜୀବନ

ଭୁବନେଶ୍ୱର: ନିଦ ହଜାଇ ଦେଇଛି ମହାମାରୀ। ପ୍ରତିଦିନ କରୋନାକୁ ନେଇ ଛାତି ଥରାଇ ଦେବା ପରି ଘଟଣା ସାମ୍ନାକୁ ଆସୁଛି। ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି କରୋନା। ଦୈନିକ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି। ଗତକାଲି ୧୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ୧୪ ଜଣଙ୍କର ମୃତ ଘଟିଛି।  କୋରାପୁଟ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । […]

  • Tuesday, 13 July 2021
corona death
ରାଜ୍ୟରେ କରୋନାରେ ଆଖି ବୁଜିଲେ ୧୨, ମୃତ୍ୟୁ ତାଲିକାରେ ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଥିବାବେଳେ ଆଜି ସାମାନ୍ୟ ହ୍ରାସ ପାଇଥିବା ଦେଖିବାକୁ ମିଳିଛି। ହେଲେ ମୃତ୍ୟୁ ସଂଖ୍ୟା କମିବାର ନାଁ ଧରୁନି। ଗତକାଲି ରାଜ୍ୟରୁ ୧୦ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଇଁ ୧୨ରେ ପହଞ୍ଚିଛି।  ଆଜି ଆଖି ବୁଜିଥିବା ୧୨ ଜଣଙ୍କ ମଧ୍ୟରୁ  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪ ଜଣ ଅଛନ୍ତି। ସଂକ୍ରମଣ ତାଲିକାରେ ଖୋର୍ଦ୍ଧା ଆଗରେ ଥିବାବେଳେ ମୃତ୍ୟୁ ତାଲିକାରେ ମଧ୍ୟ […]

  • Tuesday, 13 July 2021
vaccine
ଟିକାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର: ଗୋଟିଏ ଡୋଜ୍‌ ଟିକା ୫୦ ପ୍ରତିଶତ ସଂକ୍ରମଣ ହ୍ରାସ କରିପାରୁଛି

ଲଣ୍ଡନ: ଟିକା ନେବା ପରେ କରୋନା ହେଉଥିବା ଅନେକ ଖବର ଶୁଣିବାକୁ ମିଳୁଛି ଯାହା ସାଂପ୍ରତିକ ସ୍ଥିତିରେ ଗଭୀର ମାନସିକ ଚାପ ପକାଉଛି। ହେଲେ ଏବେ ଟିକାକୁ ନେଇ ଆସିଛି ଆଶ୍ୱସ୍ତିକର ଖବର।  ଗୋଟିଏ ଡୋଜ୍‌ କରୋନା ଟିକା ନେଲେ ସଂକ୍ରମଣ ୫୦ ପ୍ରତିଶତ ହ୍ରାସ ପାଉଛି। ଏ ନେଇ  ବୁଧବାର ଏକ ଖବର ପ୍ରକାଶ ପାଇଛି। ଇଂରାଜୀରେ ହୋଇଥିବା ଏକ ଅଧ୍ୟୟନ ଅନୁଯାୟୀ, ଫାଇଜର କିମ୍ବା ଆଷ୍ଟ୍ରାଜେନେକା ଟିକାର ଗୋଟିଏ ଡୋଜ୍ ନେଇଥିବା ବ୍ୟକ୍ତିଙ୍କଠାରୁ ପରିବାର […]

  • Tuesday, 13 July 2021
covid-hospital
ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜି ବି ୩ ଲକ୍ଷ ଉପରେ

ନୂଆଦିଲ୍ଲୀ:  ଭାରତରେ କରୋନା ଭାଇରସର କ୍ଷତି ବିସ୍ଫୋରକ ରୂପ ନେଇ ଆସିଛି।  କ୍ରମାଗତ ଭାବରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି ।  ବୁଧବାର  ସପ୍ତମ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ୩ ଲକ୍ଷ ଉପରେ ଥିଲା। କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ,  ବୁଧବାର ସକାଳେ ପ୍ରକାଶିତ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଭାରତରେ ୩, ୬୦, ୯୬୦  ସଂକ୍ରମିତ ଚିହ୍ନଟ ହୋଇଛନ୍ତି।  ଗୋଟିଏ […]

  • Tuesday, 13 July 2021
vaccine
ରାଜ୍ୟରୁ ଆଜି ବାହାରିଲେ ୬,୦୭୩ କରୋନା ସଂକ୍ରମିତ, ଖୋର୍ଦ୍ଧା ହଜାରେ ଉପରେ

ଭୁବନେଶ୍ୱର: ରାଜ୍ୟରେ ଆଜି ବି କରୋନା ସଂକ୍ରମିତଙ୍କ ତାଲିକା ଚିନ୍ତା ବଢାଇଛି। ଗତକାଲି ତୁଳନାରେ ଆଜି ସଂକ୍ରମଣ ସାମାନ୍ୟ କମିଥିଲେ ମଧ୍ୟ ୬ ହଜାର ଉପରେ ରହିଛି। ଗତକାଲି ରାଜ୍ୟରୁ ୬୫୯୯ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଆଜି ବାହାରିଛନ୍ତି  ୬ ହଜାର ୭୩ । ଆଜି ବି ଖୋର୍ଦ୍ଧା ଜିଲ୍ଲା ତାଲିକାର ଉପରେ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ଆଜି ସର୍ବାଧିକ ୧୦୯୨ ସଂକ୍ରମିତ ବାହାରିଛନ୍ତି। ଆଜି ମୋଟ ସଂକ୍ରମିତଙ୍କ ମଧ୍ୟରୁ ୩୮୨୭ କ୍ୱାରେଣ୍ଟିନରେ ଥିବାବେଳେ ୨୭୭୨ ଲୋକାଲ […]

  • Tuesday, 13 July 2021
corona virus
ଦୈନିକ ସଂକ୍ରମଣ ହାରକୁ ଦେଖି ଅନଲକ୍‌ ନିଷ୍ପତ୍ତି ନିଆଯିବ

ଲୋକ ଢିଲା ହେବା ଅନୁଚିତ୍।  ସଂକ୍ରମଣ ବଢୁଥିବା ରାଜ୍ୟରୁ ଆସୁଥିବା ଲୋକମାନଙ୍କ ଉପରେ ମଧ୍ୟ କଟକଣା ରହିବା ଦରକାର।  ଆମକୁ ସଚେତନ ରହିବା ଦରକାର, ନହେଲେ ବିପଦ ପୁଣି ବଢ଼ିବ ବୋଲି ଚେତାବନୀ ଦେଇଛନ୍ତି ଡିଏମ୍ଇଟି ।