• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona-26th
ଦିନକରେ କରୋନାରେ ଚାଲିଗଲା ୨୮୧୨ ଜୀବନ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ମାଡୁଛି କରୋନା । ଦେଶରେ ଗୋଟିଏ ଦିନରେ ୩ ଲକ୍ଷ ୫୨ ହଜାର ୯୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହା ସହିତ ଗୋଟିଏ ଦିନରେ ୨୮୧୨ ଜୀବନ ନେଇଛି ଏହି ମହାମାରୀ ଦେଶରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧ କୋଟି ୭୩ ଲକ୍ଷ ୧୩ ହଜାର ୧୬୩କୁ ବୃଦ୍ଧି ପାଇଥିବା ବେଲେ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୯୫ ହଜାର ୧୨୩କୁ ବୃଦ୍ଧି ପାଇଛି । ବର୍ତ୍ତମାନ […]

  • Tuesday, 13 July 2021
Boris Johnson- PM Modi
ବିପଦ ବେଳେ ‍‍ସହାୟତାର ହାତ ବଢାଇଲା ବ୍ରିଟେନ

ନୂଆଦିଲ୍ଲୀ: ଭାରତରେ ବଢି ଚାଲିଛି କରୋନା ପ୍ରକୋପ। ମୃତ୍ୟୁ ସଂଖ୍ୟା ବି ବଢି ବଢି ଚାଲିଛି। ଏପରି ପରିସ୍ଥିତିରେ ଅକ୍ସିଜେନ୍‌ର ଅଭାବ ଏକ ନୂଆ ସମସ୍ୟା ସୃଷ୍ଟି କରିଛି। ଅକ୍ସିଜେନ ଅଭାବରୁ ଭାରତରେ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି। ଭାରତର ଏପରି ବିପତ୍ତି ସମୟରେ ଆମେରିକା ସହାୟତାର ହାତ ବଢାଇଥିବାବେଳେ ବ୍ରିଟେନ ବି ସାହାଯ୍ୟ କରିବାକୁ ଆଗେଇ ଆସିଛି। କରୋନା ମୁକାବିଲା ଲାଗି ଭାରତକୁ ସହାୟତା ବଢ଼ାଇଛି ବ୍ରିଟେନ। ଗତକାଲି ବ୍ରିଟେନ ଭେଣ୍ଟିଲେଟର, ଅକ୍ସିଜେନ୍ କନସେନଟ୍ରେଟର ସମେତ […]

  • Tuesday, 13 July 2021
doval-sulivan
କରୋନା ମୁକାବିଲା ପାଇଁ ସହାୟତାର ହାତ ବଢାଇ ଭାରତର ଋଣ ସୁଝିଲା ଆମେରିକା

ନୂଆଦିଲ୍ଲୀ: ୧୮ ବର୍ଷରୁ ଊର୍ଦ୍ଧ୍ୱ ବ୍ୟକ୍ତିଙ୍କୁ ମେ’ ୧ ତାରିଖରୁ ଟିକା ଦେବା ପାଇଁ କେନ୍ଦ୍ର ସରକାର ଘୋଷଣା କରିଛନ୍ତି ।  ତେଣୁ ଦେଶରେ ପର୍ଯ୍ୟାନ୍ତ ପରିମାଣର ଟିକାର ଆବଶ୍ୟକ ରହିଛି। ଅନ୍ୟପକ୍ଷେ ପର୍ଯ୍ୟାପ୍ତ ଟିକା ନ ଥିବାରୁ ଅନେକ  ଟିକାକରଣ କେନ୍ଦ୍ରକୁ ବନ୍ଦ କରି ଦିଆଯାଇଛି। ଅନ୍ୟପକ୍ଷେ ଭାରତରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ରୂପ ନେଉଛି। ଏପରି ସ୍ଥିତିରେ ଭାରତକୁ ସହୟତାର ହାତ ବଢାଇଛି ଆମେରିକା। ବିପତ୍ତି ସମୟରେ ଭାରତକୁ ସାହାଯ୍ୟ କରି ଋଣ […]

  • Tuesday, 13 July 2021
covid-19
ଭାରତରେ କରୋନା: ତୃତୀୟ ଦିନରେ ବି ୩ ଲକ୍ଷ ପାର ଦୈନିକ ସଂକ୍ରମଣ

ନୂଆଦିଲ୍ଲୀ: କରୋନା ଭାଇରସର ଦ୍ୱିତୀୟ ଲହର ଆଶାତୀତ ଭାବେ ବୃଦ୍ଧି ପାଉଛି। ପ୍ରତ୍ୟେକ ଦେଶରେ ସଂକ୍ରମିତଙ୍କ ସଂଖ୍ୟା ଦ୍ରୁତ ଗତିରେ ମାଡୁଛି। ଅବସ୍ଥା ଏତେ ଖରାପ ହଇଛି ଯେ, ଡାକ୍ତରଖାନାରେ ରୋଗୀଙ୍କ ପାଇଁ ସ୍ଥାନ ନାହିଁ। ଡାକ୍ତରଖାନା ବାହାରେ ରୋଗୀ ଶେଷ ନିଃଶ୍ୱାସ ଛାଡ଼ୁଛନ୍ତ। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ସୂଚନାନୁସାରେ, ଆଜିର ନୂଆ ସଂକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୬୬ ଲକ୍ଷ ୧୦ ହଜାର ୪୮୧ ହୋଇଛି। ଗତ ୨୪ […]

  • Tuesday, 13 July 2021
health director
ଟିକା ନେଲେ ବି କୋଭିଡ ସଂକ୍ରମଣ ଆଶଙ୍କା ରହିଛି-ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢୁଥିବାବେଳେ ଲୋକମାନେ ଆବଶ୍ୟକତା ଅନୁଯାୟୀ ସଚେତନ ହେଉନାହାନ୍ତି। ଟିକା ନେଲେ ବି କରୋନାରୁ ବର୍ତ୍ତିବା ପାଇଁ ସଚେତନତାର ଆବଶ୍ୟକ ରହିଛି ବାରମ୍ବାର କୁହାଯାଉଛି । ଏ ପରିପ୍ରେକ୍ଷୀରେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ସତର୍କ ସୂଚନା ଦେଇଛନ୍ତି।  ଡା.ମିଶ୍ର କହିଛନ୍ତି,  ଟିକା ନେଲେ ବି କୋଭିଡ ସଂକ୍ରମଣ ହେବାର ଆଶଙ୍କା ରହିଛି । ତେଣୁ ନିୟମ ମାନି ଲୋକ କାମ କରନ୍ତୁ । ସେ କହିଛନ୍ତି,  ଟିକା ନେଲେ […]

  • Tuesday, 13 July 2021
srimandira
ପୁରୀରେ ଡରେଇଲା କରୋନା; ଶ୍ରୀମନ୍ଦିର ସହ ଜଡ଼ିତ ୫୦ ଜଣ ବାହାରିଲେ ପଜିଟିଭ

ପୁରୀ: ପୁରୀରେ ଅଣାୟତ୍ତ ହେଉଛି କରୋନା। ପୁରୀ ଶ୍ରୀମନ୍ଦିର ସହ ଜଡ଼ିତ ଏପର୍ଯ୍ୟନ୍ତ  ମୋଟ ୫୦  ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି।  ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ। ଏମାନଙ୍କ ମଧ୍ୟରୁ ୨୨ ଜଣ ସେବାୟତ ଓ ତାଙ୍କ ପରିବାର ପଜିଟିଭ ଚିହ୍ନଟ ହୋଇଛନ୍ତି।  ଆଉ  ୧୯ ଜଣ ଜୋତା ଷ୍ଟାଣ୍ଡ କର୍ମଚାରୀ ଓ ୯ ଶ୍ରୀମନ୍ଦିର କର୍ମଚାରୀ ବୋଲି ସୂଚନା ମିଳିଛି। ତେବେ ଏହି ସଂଖ୍ୟା ବୃଦ୍ଧି ପାଇବାର ଆଶଙ୍କା ରହିଛି। କାରଣ କୁମ୍ଭ […]

  • Tuesday, 13 July 2021
covid delhi
ଦେଶରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧,୩୪୧ କରୋନା ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ଭୟଙ୍କର ରୂପ ନେଉଛି। ଦିନକୁ ଦିନ ବଢୁଛି କରୋନା ଜନିତ ମୃତ୍ୟୁ ସଂଖ୍ୟା। ପ୍ରତିଦିନ କରୋନା ନୂଆ ରେକର୍ଡ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଜନିତ ମୃତ୍ୟୁ ପୂର୍ବର ସବୁ ରେକର୍ଡକୁ ଭାଙ୍ଗି ଦେଇଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଜାରି ଏକ ରିପୋର୍ଟରୁ  ଜଣାଯାଇଛି, ଦିନକରେ ଦେଶରେ ୧୩୪୧ ଲୋକଙ୍କର ମୃତ୍ୟୁ ଘଟିଛି। ସେହପରି ୨୪ ଘଣ୍ଟାରେ ୨, ୩୪, ୬୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। […]

  • Tuesday, 13 July 2021
corona01
ରାଜ୍ୟରୁ ବାହାରିଲେ ୩୧୪୪ କରୋନା ସଂକ୍ରମିତ, ସୁନ୍ଦରଗଡରୁ ୫୨୩

ଭୁବନେଶ୍ୱର: ଆଜି ରାଜ୍ୟରୁ ପୁଣି ୩୧୪୪ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୨୩ କ୍ୱାରେଣ୍ଟିନରେ ଥିବାବେଳେ ୧୩୨୧ ଲୋକାଲ କଣ୍ଟାକ୍ଟ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେହିପରି ୨୪ ଘଣ୍ଟାରେ ୪ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ସୁନ୍ଦରଗଡ ଓ ଖୋର୍ଦ୍ଧା ତାଙ୍କ ସ୍ଥାନ ବଜାୟ ରଖିଛନ୍ତି। ସୁନ୍ଦରଗଡରେ ସର୍ବାଧିକ ୫୨୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ […]

  • Tuesday, 13 July 2021
covid-19
କରୋନା ବିସ୍ଫୋରଣ: ଦେଶରେ ଦୈନିକ ୨ ଲକ୍ଷ ଛୁଇଁଲା ସଂକ୍ରମଣ, ହଜାରେ ଟପିଲା ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ଡାକ୍ତରମାନେ କରୋନାର ଦ୍ୱିତୀୟ ଲହରକୁ ନେଇ ଯେଉଁ ପୂର୍ବନୁମାନ କରିଥିଲେ ତା‘ଠାରୁ କାହିଁ କେତେ ଅଧିକ ଭୟଙ୍କର ରୂପ ନେଇ ଆସିଛି ମହାମାରୀ। ଦେଶର ସବୁ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ହୁ ହୁ ହୋଇ ବଢୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨ ଲକ୍ଷ ପାଖାପାଖି ପହଞ୍ଚିଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା […]

  • Tuesday, 13 July 2021
COVID19
ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ଼; ଦିନକରେ ବାହାରିଲେ ୬୩୧ କରୋନା ସଂକ୍ରମିତ

ଭୁବନେଶ୍ୱର: ସବୁ ରେକର୍ଡ ଭାଙ୍ଗିଲା ସୁନ୍ଦରଗଡ। କରୋନା ସଂକ୍ରମଣ ଯେଉଁ ହାରରେ ଏଠାରେ ବଢୁଛି ତାହା ରାଜ୍ୟବାସୀଙ୍କ ଚିନ୍ତା ବଢାଇଛି। ଲଗାତାର ଦୈନିକ କରୋନା ସଂକ୍ରମଣ ତାଲିକାର ଉପରେ ଥିବା ସୁନ୍ଦରଗଡରୁ ଆଜି ରେକର୍ଡ ସଂଖ୍ୟକ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଆଜି ଏଠାରୁ ୬୩୧ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଗତକାଲି ୨୨୬୭ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ବାହାରିଛି ୨୯୮୯ ଜଣ ସଂକ୍ରମିତ। ଏମାନଙ୍କ ମଧ୍ୟରୁ ୧୭୩୩ କରୋନା ରୋଗୀ କ୍ୱାରେଣ୍ଟିନରେ ଥିବାବେଳେ ଲୋକାଲ […]

ଡାକ୍ତରଖାନାରେ ଅକ୍ସିଜେନ ଅଭାବରୁ ଆଖି ବୁଜିଲେ ୭ କରୋନା ରୋଗୀ

ମୁମ୍ବାଇ: ମହାରାଷ୍ଟ୍ରରେ ଭୟାବହ ହେଉଛି କରୋନା। ରୋଗୀଙ୍କ ସଂଖ୍ୟା ଏତେମାତ୍ରାରେ ବଢୁଛି ଯେ, ଡାକ୍ତରଖାନାରେ ଚିକିତ୍ସା ସେବା ଯୋଗାଇବା ମୁସ୍କିଲ ହୋଇ ଯାଉଛି। ରାଜ୍ୟରେ ଗତକାଲି ପ୍ରାୟ ୬୩ ହଜାର ନୂଆ ସଂକ୍ରମଣ ମାମଲା ରିପୋର୍ଟ ହୋଇଥିବା ବେଳେ ୩୪୯ ଜଣଙ୍କ ମୃତ୍ୟୁ ହୋଇଛି । କେବଳ ମୁମ୍ବାଇରେ ଦିନକରେ ୯ ହଜାର ୨୦୦ ଲୋକ ସଂକ୍ରମିତ ହୋଇଛନ୍ତି । ମୁମ୍ବାଇରେ ରୋଗୀଙ୍କ ସଂଖ୍ୟା ବଢୁଥିବାରୁ ଚିକିତ୍ସାରେ ଅବ୍ୟବସ୍ଥା ଦେଖାଦେଇଛି।  ଜୋଗେଶ୍ୱରୀ ଡାକ୍ତରଖାନାରେ ୨ ସପ୍ତାହରେ ୧୨ […]

  • Tuesday, 13 July 2021
shree mandir
ଶ୍ରୀମନ୍ଦିର ସହ ସଂପୃକ୍ତ ୨୩ ବାହାରିଲେ କରୋନା ପଜିଟିଭ

ପୁରୀ: ପୁରୀରେ ବ୍ୟାପକ ହୋଇଛି କରୋନା ସଂକ୍ରମଣ। ପର୍ଯ୍ୟଟକଙ୍କଠାରୁ ଆରମ୍ଭ କରି ଶ୍ରୀମନ୍ଦିର ପର୍ଯ୍ୟନ୍ତ ସବୁଠି ବ୍ୟାପିଲାଣି କରୋନା ସଂକ୍ରମଣ। ଦୀର୍ଘମାସ ବନ୍ଦ ରହିବା ପରେ ପୁରୀ ଶ୍ରୀମନ୍ଦିର ଭକ୍ତଙ୍କ ପାଇଁ ଖୋଲିଥିଲା। କଟକଣା ଭିତରେ ଜଗା ଦର୍ଶନ ପାଉଥିଲେ ଭକ୍ତ। ହେଲେ ଏବେ ପରିସ୍ଥିତି ସାଂଘାତିକ ହେଲାଣି। ଶ୍ରୀମନ୍ଦିର ସହ ସଂପୃକ୍ତ ୨୩ ଜଣ କରୋନା ପଜିଟିଭ ଆସିଥିବା ଜଣାଯାଇଛି। ଆଜି ମିଳିଥିବା ସୂଚନାରୁ ଜଣାଯାଇଛି, ପୁରୀରେ ୭ ସେବାୟତ ଓ ସେମାନଙ୍କ ୩ ପରିବାର ସଦସ୍ୟଙ୍କ […]

  • Tuesday, 13 July 2021
corona-in-nation
ପ୍ରଥମ ଲହରଠୁ ଭୟଙ୍କର ହେଉଛି କରୋନା: ଦିନକରେ ୮୮୦ ଆଖି ବୁଜିଲେ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ। ପ୍ରଥମ ଲହରଠୁ ଆହୁରି ଭୟାନକ ରୂପ ଧାରଣ କରି ବ୍ୟାପିବାରେ ଲାଗିଛି ସଂକ୍ରମଣ । ଦେଶରେ ୨୪ ଘଣ୍ଟାରେ ଏକ ଲକ୍ଷ ୬୦ ହଜାର ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି  ୮୮୦ ଜଣଙ୍କର ମୃତ୍ୟୁ ଘଟିଛି। ସେହିପରି ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ମହାରାଷ୍ଟ୍ରରେ ୫୧,୭୫୧ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଉତ୍ତରପ୍ରଦେଶରେ ୧୩, ୬୦୪ ଜଣ, ଛତିଶଗଡରେ ୧୩,୫୭୬ ଏବଂ ଦିଲ୍ଲୀରେ […]

  • Tuesday, 13 July 2021
corona
ରାଜ୍ୟରେ ଦିନକରେ ବାହାରିଲେ ୧୭୮୪ କରୋନା ସଂକ୍ରମିତ, ନୂଆପଡ଼ା ଆଗରେ

ଭୁବନେଶ୍ୱର: ରାଜ୍ୟରେ ବେକାବୁ ହେଉଛି କରୋନା। ଦିନକୁ ଦିନ ସଂକ୍ରମଣ ବଢି ବଢି ଚାଲିଛି। ଆଜି  ରାଜ୍ୟର ୩୦ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୧୭୮୪ କରୋନା ପଜିଟିଭ । ସେମାନଙ୍କ ମଧ୍ୟରୁ ୧୦୩୪ କ୍ୱାରେଣ୍ଟିନରୁ ବାହାରି ଥିବାବେଳେ ୭୪୯ ଲୋକାଲ କଣ୍ଟାକ୍ଟ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା। ସେହିପରି  ରାଜ୍ୟରେ କରୋନାରେ ଆଜି ୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଦ୍ୱୟ ଭଦ୍ରକ ଓ ବଲାଙ୍ଗିର ଜିଲ୍ଲାର। ଏହାକୁ […]

ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀ କରୋନା ପଜିଟିଭ

ନୂଆଦିଲ୍ଲୀ: ଦେଶରେ କରୋନା ଭାଇରସ ସ୍ଥିତି ଦିନକୁ ଦିନ ଭୟଙ୍କର ରୂପ ନେଉଛି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ଭାଙ୍ଗୁଛି। ଇତିମଧ୍ୟରେ ସୁପ୍ରିମ୍‌ କୋଟରୁ ଏକ ବଡ ଖବର ସାମ୍ନାକୁ ଆସିଛି। ମିଳିଥିବା ଖବର ଅନୁଯାୟୀ, ସୁପ୍ରିମକୋର୍ଟର ୫୦ ପ୍ରତିଶତ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ସଂକ୍ରମଣକୁ ରୋକିବା ପାଇଁ ସମସ୍ତ ଶୁଣାଣି ଭିଡିଓ କନ୍‌ଫରେନ୍ସି ଜରିଆରେ କରାଯିବ ବୋଲି କୁହାଯାଇଛି। ଏବେ ସମସ୍ତ ବିଚାରପତି ଘରେ କାମ କରୁଛନ୍ତି। ଏତେ ସଂଖ୍ୟକ କରୋନା ପଜିଟିଭ ଚିହ୍ନଟ […]

  • Tuesday, 13 July 2021
corona positive
ଦେଶରେ ଦିନକରେ ଚିହ୍ନଟ ହେଲେ ଏକ ଲକ୍ଷ ୬୮ ହଜାର କରୋନା ରୋଗୀ

ନୂଆଦିଲ୍ଲୀ: ଡରେଇଲାଣି କରୋନା । ପ୍ରତିଦିନ ରେକର୍ଡ ଭାଙ୍ଗୁଛି ସଂକ୍ରମଣ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ଲକ୍ଷ ୬୮ ହଜାର ୯୧୨ ଜଣ କରୋନା ରୋଗୀ ଚିହ୍ନଟ  ହୋଇଛନ୍ତି। ଦେଶରେ ଗୋଟିଏ ଦିନରେ ଏତେ ସଂଖ୍ୟକ ରୋଗୀ ଚିହ୍ନଟ ହେବା  ପ୍ରଥମ। ଏହା ପୂର୍ବରୁ ଏପ୍ରିଲ ୧ ତାରିଖ ୧ ଲକ୍ଷ ୫୨ ହଜାର ୫୬୫ ମାମଲା ସାମ୍ନାକୁ ଆସିଥିଲା। ସେହିପରି ୨୪ ଘଣ୍ଟା ମଧ୍ୟରେ ୯୦୪ ଜଣ ରୋଗୀ ଆଖି ବୁଜିଛନ୍ତି। ଗତ […]

coronavirus
ରାଜ୍ୟରେ ପୁଣି ୨ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବେଲଗାମ ହେଲାଣି। ଦୈନିକ କରୋନା ସଂକ୍ରମଣ କ୍ରମାଗତ ଭାବେ ବଢି ଚାଲିଥିବାବେଳେ ମୃତ୍ୟୁ ସଂଖ୍ୟା ବି ଧୀରେ ଧୀରେ ବଢୁଛି। ଆଜି କରୋନାରେ ପୁଣି ଦୁଇଜଣଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୧୦ ତାରିଖ ରାଜ୍ୟରେ କରୋନାରେ ୨ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବାବେଳେ ଆଜି ପୁଣି ଦୁଇଜଣ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା […]

  • Tuesday, 13 July 2021
corona nationa
ଦେଶରେ ଦୈନିକ ରେକର୍ଡ ଭାଙ୍ଗୁଛି କରୋନା, ଆଜି ବାହାରିଲେ ୧ ଲକ୍ଷ ୪୫ ହଜାର ରୋଗୀ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଗତ କିଛି ଦିନ ଧରି ୧ ଲକ୍ଷ ଉପରେ ରହିଛି। ଶନିବାର ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୪୫ ହଜାରରୁ ଅଧିକ ହୋଇଥିବାବେଳେ ମୃତକଙ୍କ ସଂଖ୍ୟା ୭୦୦ରୁ ଅଧିକ ରହିଛି। କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଅନୁସାରେ, ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୧, ୪୫, ୩୮୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଏହି ସମୟ […]

  • Tuesday, 13 July 2021
corona
ଡରେଇଲା କରୋନା; ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୧୩୭୪ ଆକ୍ରାନ୍ତ

ଭୁବନେଶ୍ୱର:ରାଜ୍ୟରେ  ଉପର ମୁହାଁ କରୋନା ଗ୍ରାଫରେ କିଛି ବି ପରିବର୍ତ୍ତନ ଆସିନି। କ୍ରମାଗତ ଭାବେ ଆକ୍ରାନ୍ତଙ୍କ ସଂଖ୍ୟା ବଢି ଚାଲିଛି । ଶୁକ୍ରବାର ରାଜ୍ୟରୁ ୧୨୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୧୩୭୪ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ଥିଲେ ୮୧୨ ଏବଂ ଲୋକାଲ କେସ ୫୬୨। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଆଜି ସୁନ୍ଦରଗଡ ରେକର୍ଡ କରିଛି। ଏକ ସୁନ୍ଦରଗଡ […]

  • Tuesday, 13 July 2021
corona
ରାଜ୍ୟରେ କରୋନା ମୃତ୍ୟୁ: ଆଖି ବୁଜିଲେ ୨୮ ବର୍ଷର ଯୁବକ

ଭୁବନେଶ୍ୱର: ରାଜ୍ୟରେ କରୋନାର ଦ୍ୱିତୀୟ ଲହରୀ ଚିନ୍ତା ବଢାଇଛି। ଦୈନିକ ସଂକ୍ରମଣ ରେକର୍ଡ ସଂଖ୍ୟକ ବୃଦ୍ଧି ପାଉଥିବାବେଳେ ଆଜି ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଆକ୍ରାନ୍ତ ଜଣକ ପୁରୀ ଜିଲ୍ଲାର ବୋଲି ଜଣାପଡ଼ିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟୁଇଟ କରି ସୂଚନା ଦେଇଛି। ଏହା ପରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୯୨୩କୁ ବୃଦ୍ଧି ପାଇଛି। ଆଜି ରାଜ୍ୟରୁ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ  […]

corona
ରେକର୍ଡ ଭାଙ୍ଗିଲା କରୋନା; ଓଡ଼ିଶାରେ ଦିନକରେ ଚିହ୍ନଟ ହେଲେ ୭୯୧

ଭୁବନେଶ୍ୱର: କରୋନା ସଂକ୍ରମଣ ଆଜି ରାଜ୍ୟରେ ବିସ୍ଫୋରକ ରୂପ ନେଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୭୯୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୫୯ କରୋନା କ୍ୱାରେଣ୍ଟିନରେ ଥିବାବେଳେ ୩୩୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ କରି କୁହାଯାଇଛି। ରାଜ୍ୟରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ପ୍ରତିଦିନ ସଂକ୍ରମିତଙ୍କ ସଂଖ୍ୟା ରେକର୍ଡ ହାରରେ ବୃଦ୍ଧି ପାଉଛନ୍ତି। ଗତ ସୋମବାର ୫୭୩ କରୋନା ରୋଗୀ ଚିହ୍ନଟ […]

america
ଆମେରିକାରେ ଏପ୍ରିଲ ୧୯ରୁ ସବୁ ପ୍ରାପ୍ତ ବୟସ୍କଙ୍କୁ ମିଳିବ କରୋନା ଟିକା

ୱାଶିଂଟନ:ଆମେରିକାର ସମସ୍ତ ପ୍ରାପ୍ତ ବୟସ୍କଙ୍କୁ କରୋନା ଟିକା ଦିଆଯିବ। ଏନେଇ ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ଘୋଷଣା କରିଛନ୍ତି । ଏପ୍ରିଲ ୧୯ରୁ ଏହି ଟିକାକରଣ ଅଭିଯାନ ଆରମ୍ଭ ହେବ। ପୂର୍ବରୁ ମେ’ ପହିଲାରୁ ପ୍ରାପ୍ତ ବୟସ୍କଙ୍କୁ ଟିକା ଦିଆଯିବ ବୋଲି ଆମେରିକା ପ୍ରଶାସନ ପକ୍ଷରୁ ଲକ୍ଷ୍ୟ ରଖାଯାଇଥିଲା । କିନ୍ତୁ ଗତକାଲି ଆମେରିକା ରାଷ୍ଟ୍ରପତି ଜୋ ବାଇଡେନ୍ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ ଏପ୍ରିଲ ୧୯ରୁ ଟିକା ଦିଆଯିବ ବୋଲି ଘୋଷଣା କରିଛନ୍ତି । ସିଏନଏନ […]

  • Tuesday, 13 July 2021
rastare-dhalidele
ବିକିବାକୁ ମିଳିଲାନି ଜାଗା, ରାସ୍ତାରେ ପରିବା ଫୋପାଡି ଦେଲେ ବ୍ୟବସାୟୀ

ଝାରସୁଗୁଡ଼ା: କୋଭିଡ୍ କଟକଣା ଜୋରଦାର କରିଛି ପ୍ରଶାସନ । ସାପ୍ତାହିକ ହାଟ, ଦୋକାନ, ବଜାର ବନ୍ଦ କରିଛି। ଫଳରେ ବ୍ୟବସାୟୀମାନେ ଘାଟାରେ ପଡ଼ିଛନ୍ତି। ଜିନିଷପତ୍ର ବିକ୍ରି କରିପାରୁ ନାହାନ୍ତି। ଏହି କ୍ରମରେ ଆଜି ଝାରସୁଗୁଡ଼ା ସହରରେ ଏକମାତ୍ର ପରିବା ବଜାରକୁ ପ୍ରଶାସନ ପକ୍ଷରୁ ବନ୍ଦ କରି ଦିଆଯାଇଥିଲା । ଫଳରେ ଏହି ବଜାର ଉପରେ ନିର୍ଭର କରୁଥିବା ଚାଷୀ ଓ ବ୍ୟବସାୟୀ ପନି ପରିବା ବିକି ନପାରି ଅସୁବିଧାର ସମ୍ମୁଖୀନ ହୋଇଛନ୍ତି । ପ୍ରତିବାଦରେ ବ୍ୟବସାୟୀ ପନିପରିବା […]

  • Tuesday, 13 July 2021
coronavirus in odisha
ରାଜ୍ୟରେ ୨୪ ଘଣ୍ଟାରେ ୫୮୮ କରୋନା ରୋଗୀ ଚିହ୍ନଟ; ୧୦୦ ଟପିଲା ଖୋର୍ଦ୍ଧା

ଭୁବନେଶ୍ୱର: ରାଜ୍ୟରେ ନିୟନ୍ତ୍ରଣ ବାହାରକୁ ଯାଉଛି କରୋନା ସଂକ୍ରମଣ। ପ୍ରତିଦିନ କରୋନା ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିଚାଲିଛି। ଗତକାଲି ୫୭୩ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଗତ ୨୪ ଘଣ୍ଟାରେ ୫୮୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୫ ପଜିଟିଭ୍ ଚିହ୍ନଟ; ସୁନ୍ଦରଗଡ଼ରୁ ୮୪, କଳାହାଣ୍ଡିରୁ ୬୪, ଝାରସୁଗୁଡ଼ାରୁ ୩୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଅନୁଗୁଳରୁ ୫, ବାଲେଶ୍ୱରରୁ […]

Capture-1
ଏଜାଜ ଖାନଙ୍କ ସମେତ ଏହି ଦୁଇ ବଲିଉଡ କଳାକାର କରୋନା ସଂକ୍ରମିତ

ମୁମ୍ବାଇ: କରୋନାରେ ସଂକ୍ରମିତ ହୋଇଛନ୍ତି ଡ୍ରଗ୍ସ କେସରେ ଏନସିବି ଦ୍ୱାରା ଗିରଫ ହୋଇଥିବା ଏଜାଜ୍ ଖାନ୍। ଗତ ବୁଧବାର ସୁଶାନ୍ତ ସିଂହ ରାଜପୁତ ମୃତ୍ୟୁ ମାମଲାରେ ଜଡିତ ଡ୍ରଗ୍ସ କେସରେ ଆଜାଜଙ୍କୁ ଗିରଫ କରାଯାଇଥିଲା। ତାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ହସପିଟାଲରେ ଭର୍ତ୍ତି କରାଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ସମସ୍ତ ଅନୁସନ୍ଧାନକାରୀ ଅଫିସରମାନଙ୍କୁ ଏବେ କୋଭିଡ୍ ଟେଷ୍ଟ୍ କରାଯାଉଥିବା ଏନସିବି କହିଛି। ପୂର୍ବରୁ ଏନସିବି ଆଞ୍ଚଳିକ ନିର୍ଦ୍ଦେଶକ ସମିର ୱାଙ୍ଖେଡେ କହିଥିଲେ ଯେ, ଶାଦବ […]

  • Tuesday, 13 July 2021