• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

covid vaccine for children
୧୦ ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ

ରାଜ୍ୟରେ ଆଉ ୬ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଛି।

Covid19
ତଣ୍ଟିରେ ରହୁଛି ଓମିକ୍ରନ୍‌: ସ୍ୱାସ୍ଥ୍ୟ ବିଶେଷଜ୍ଞ

ଯାହାର ବହୁବିଧ ରୋଗ ଥିବ, ସେମାନଙ୍କ ଇମ୍ୟୁନିଟି ବହୁତ କମ୍ ଥାଏ।

Coronavirus
କରୋନା ଆକ୍ଟିଭ୍‌ କେସ୍‌: ଟପ୍‌ ଟେନ୍‌ରେ ଓଡ଼ିଶା

ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ଏବେବି କିଛି ରାଜ୍ୟରେ ଆକ୍ଟିଭ୍‌ କେସ୍‌ ଅଧିକ ରହିଛି। ଶ୍ରେଷ୍ଠ ୧୦ଟି ଆକ୍ଟିଭ୍‌ କେସ୍ ରାଜ୍ୟ ମଧ୍ୟରେ ଓଡ଼ିଶା ରହିଛି।

Wedding Insurance
କରୋନା କାଳରେ ବାହାଘର ବନ୍ଦ ହେଲେ ମିଳିବ ୧୦ ଲକ୍ଷ ଟଙ୍କା !!

କରୋନା କଟକଣା ପାଇଁ ପ୍ରଶାସନ ବାହାଘର ବନ୍ଦ କରିଦେଉଛି? ଆପଣଙ୍କର ଗୁଡ଼ାଏ ଲସ୍ ହେଉଛି। ହେଲେ ଏଥିପାଇଁ ଜମାରୁ ବ୍ୟସ୍ତ ହୁଅନ୍ତୁ ନାହିଁ। କାରଣ ଆପଣଙ୍କୁ ମିଳିବ ୧୦ ଲକ୍ଷ ଟଙ୍କା। କିନ୍ତୁ ଏଥିପାଇଁ ଛୋଟିଆ କାମଟିଏ କରିବାକୁ ପଡ଼ିବ।

Covishield, Covaxin Get Panel's
ଖୁସି ଖବର ! ଏଣିକି ବଜାରରେ ଉପଲବ୍ଧ ହେବ କୋଭାକ୍ସିନ୍-କୋଭିସିଲ୍ଡ

ଖୁବ୍‌ଶୀଘ୍ର ଖୋଲା ବଜାରରେ ମିଳିପାରେ କରୋନା ଟିକା କୋଭାକ୍ସିନ ଓ କୋଭିସିଲ୍ଡ । ଏହି ୨ଟି କୋଭିଡ୍ ଭ୍ୟାକ୍ସିନର ଖୋଲା ବଜାରରେ ବିକ୍ରି ଅନୁମତି ପାଇଁ ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ଓ ଭାରତ ବାୟୋଟେକ୍‌ର ଆବେଦନକୁ ମଞ୍ଜୁର କରିଛି ବିଶେଷଜ୍ଞ କମିଟି । ଏଥିସହ ଚୂଡ଼ାନ୍ତ ଅନୁମୋଦନ ପାଇଁ ସର୍ବୋଚ୍ଚ ଔଷଧ ନିୟାମକ ସଂସ୍ଥା DCGIକୁ କମିଟି ସୁପାରିଶ ମଧ୍ୟ କରିଛି ।

corona update
ଦିନକରେ ୧୦ ହଜାର ପାର, ୭ମୃତ

ଦିନକରେ ୧୦ ହଜାର ପାର ନୂଆ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୭ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ରାଜ୍ୟରେ ଆଜି ବି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ପାର । ଦିନକରେ ଚିହ୍ନଟ ହେଲେ ୧୦,୩୬୮ କରୋନା ଆକ୍ରାନ୍ତ । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୧୦୯୦ ଜଣ ଚିହ୍ନଟ । ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୭୭ ହଜାର ୪୬୨କୁ ବୃଦ୍ଧି । ସେହିଭଳି ରାଜ୍ୟରେ ଆଉ ୭ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ।

capital hospital
ହସ୍ପିଟାଲ ସାରା କରୋନା ପଜିଟିଭ୍ ! ଯାହାକୁ ଦେଖିବ ଦେଖ ଏଠି ସବୁ ପଜିଟିଭ୍‌

ଆକ୍ରାନ୍ତଙ୍କ ମଧ୍ୟରେ ଅଛନ୍ତି ୪୦ ଡାକ୍ତର, ୩୦ ଷ୍ଟାଫ୍ ନର୍ସ ଓ ୪୦ ଲାବରୋଟୋରୀ ଟେକ୍ନିସିଆନ ଏବଂ ୧୦ରୁ ୧୫ ଜଣ ଫାର୍ମାସିଷ୍ଟ । ଏଣୁ ହସ୍ପିଟାଲ କାର୍ଯ୍ୟ ପ୍ରଭାବିତ ହୋଇଛି । କମ କର୍ମଚାରୀରେ ଏବେ ଚାଲିଛି କ୍ୟାପିଟାଲ୍ ହସ୍ପିଟାଲ୍‌ରେ କାମ ।

Corona
Corona Update: ଦିନକୁ ଦିନ ବଢ଼ୁଛି ମୃତ୍ୟୁ ସଂଖ୍ୟା

ଖୋର୍ଦ୍ଧା ଜିଲ୍ଲାରୁ ଦିନକରେ ୫ ଜଣ କରୋନା ସଂକ୍ରମିତଙ୍କ ମୃତ୍ୟୁ ହୋଇଥିବା ବେଳେ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୮ ହଜାର ୫୦୧କୁ ବୃଦ୍ଧି ପାଇଛି । ତେବେ ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧତ୍କ ୩,୦୩୬ ଆକ୍ରାନ୍ତ ଚିହ୍ନଟ ।

Covaxin -Covishield
ଖୁସି ଖବର ! ଏଣିକି ବଜାରରେ ଉପଲବ୍ଧ ହେବ କୋଭାକ୍ସିନ୍-କୋଭିସିଲ୍ଡ

ମାର୍କେଟ୍ ଅନୁମତି ପାଇଁ କେତେକ ନିର୍ଦ୍ଦିଷ୍ଟ ସର୍ତ୍ତ ରଖାଯାଇଥିବା ସୂଚନା ମିଳିଛି । ଗତବର୍ଷ ଜାନୁଆରୀ ୩ ତାରିଖରେ ଉଭୟ କୋଭାକ୍ସିନ ଓ କୋଭିସିଲ୍ଡକୁ କରୋନା ଟିକା ଭାବେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମିଳିଥିଲା ।

Vaccine for Children
କେଉଁ ବର୍ଗର ପିଲାଙ୍କୁ କରୋନା ସଂକ୍ରମଣ ହେବାର ସମ୍ଭାବନା ଅଧିକ?

ଅନ୍ୟ ଟିକା କେବଳ ସଂପୃକ୍ତ ରୋଗ ରୋକିବନି, କରୋନାକୁ ବି ତଡ଼ିବ।

covid19
କ୍ଷୀପ୍ର ଗତିରେ ମାଡୁଛି ଓମିକ୍ରନ୍: ହଟସ୍ପଟ୍ ପାଲଟିଛି ରାଜଧାନୀ

ଦୁଇ ଦିନ ହେଲା ନୂଆ ପଜିଟିଭ୍ ଗ୍ରାଫ୍ ତଳମୁହାଁ ଥିଲା । ହେଲେ ଆଜି ପୁଣି ଦୈନିକ ସଂକ୍ରମଣରେ ବିସ୍ଫୋରଣ । ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଛନ୍ତି ୨ଲକ୍ଷ ୮୨ ହଜାର ୯୭୦ ନୂଆ ଆକ୍ରାନ୍ତ। ଯାହାକି ଗଲାକାଲିର ନୂଆ ରୋଗୀ ସଂଖ୍ୟାଠାରୁ ଏକାଥରେ ପ୍ରାୟ ୪୫ ହଜାର ଅଧିକ । ଥାର୍ଡ ୱେଭରେ ଦେଶରେ ହୁ ହୁ ସଂକ୍ରମଣର ଏ ଅବୁଝା ରୂପ ଦେଖି ଚିନ୍ତିତ ସ୍ୱାସ୍ଥ୍ୟ ବିଭାଗ ।

covid Guidelines
ଆଗାମୀ ଦିନ ବହୁତ ଗୁରୁତ୍ୱପୂର୍ଣ୍ଣ କହିଲେ ମୁଖ୍ୟ ସଚିବ

ଅବହେଳା କଲେ ସଂକ୍ରମଣ ବଢ଼ିବ, ସମସ୍ତେ ଅସୁବିଧା ଭୋଗିବେ।

omicron Variant
ରାଜ୍ୟରେ ଆଉ ୧୪୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଜାନୁୟାରୀ ୯ରୁ ୧୬ ମଧ୍ୟରେ ୨୪୯ ସାମ୍ପଲ ପଠାଯାଇଥିଲା।

Will lockdown or shutdown enforcement in odisha ?
ଓଡ଼ିଶାରେ ଲକ୍‌ଡାଉନ୍‌,ସଟ୍‌ଡାଉନ୍‌ ହେବ କି ନାହିଁ, ସୂଚନା ଦେଲେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ରାଜ୍ୟରେ ଗତ କିଛିଦିନ ଧରି କରୋନା ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହୁଛି। ଏସବୁ ଭିତରେ ରାଜ୍ୟରେ କରୋନା ସ୍ଥିତି ନେଇ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର ଅନେକ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି।

omisure
ଏଣିକି ସହଜ ହେବ ଓମିକ୍ରନ୍‌ ଚିହ୍ନଟ, ଓଡ଼ିଶାକୁ ଆସିଲା ଓମିସିଓର କିଟ୍‌

ଯେଉଁ ଜିଲ୍ଲାରେ ଅଧତ୍କ ପଜିଟିଭ କେସ୍ ଆସୁଛି, ସେଠାକୁ କିଟ୍ ପଠାଯିବ । ସହଜରେ ଓମିକ୍ରନ ଭାରିଆଣ୍ଟ ଚିହ୍ନଟ କରିବାରେ ଏହା ସହାୟକ ହେବ ।

Covid 19
ଡରାଇଲାଣି କରୋନା ! ରାଜ୍ୟରେ ଆଉ ୬ ଜଣ ସଂକ୍ରମିତଙ୍କ ମୃତ୍ୟୁ

ଭଦ୍ରକ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ । ଜଗତସିଂହପୁର ଓ ଝାରସୁଗୁଡ଼ାରୁ ମଧ୍ୟ ଜଣେ ଲେଖାଏଁ ଆକ୍ରାନ୍ତ ମୃତ । ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮ ହଜାର ୪୯୪କୁ ବୃଦ୍ଧି ।

Corona Death
ପୁଣି ଡରାଇଲାଣି କରୋନା ! ଓଡ଼ିଶାରେ ସଂକ୍ରମଣ ବଢ଼ୁଛି, ଦେଶରେ ୫ ଲକ୍ଷ ଛୁଇଁଲାଣି ମୃତ୍ୟୁସଂଖ୍ୟା

ସୁନ୍ଦରଗଡ଼- ୧୨୧୯, କଟକ- ୮୯୮, ଷ୍ଟେଟ୍‌ପୁଲ୍- ୮୭୭, ସମ୍ବଲପୁର- ୩୯୦, ବାଲେଶ୍ୱର- ୩୦୫, ଯାଜପୁର- ୨୩୧, ରାୟଗଡ଼ା- ୨୨୯, ବଲାଙ୍ଗିର- ୨୨୯, ଝାରସୁଗୁଡ଼ା- ୨୧୯, ନୟାଗଡ- ୨୦୬, ଅନୁଗୁଳ- ୧୮୫, ମୟୂରଭଞ୍ଜ- ୧୭୪, ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୬୭ ହଜାର ୯୪କୁ ବୃଦ୍ଧି ।

Covid Hospital
ଟେଷ୍ଟିଂ କମିବାରୁ କେନ୍ଦ୍ର ଖପ୍ପା, କରୋନା ଲକ୍ଷଣ ଥିଲେ ଟେଷ୍ଟିଂ ଜରୁରୀ

ICMR ତଥ୍ୟ ଅନୁଯାୟୀ ଦେଶର ବିଭିନ୍ନ ରାଜ୍ୟରେ ଟେଷ୍ଟିଂ ବହୁ ପରିମାଣରେ ହ୍ରାସ ପାଇଛି । ଏହା ଫଳରେ ଦୈନିକ ସଂକ୍ରମଣ ମଧ୍ୟ ତଳମୁହାଁ ହୋଇଛି । ଏହାକୁ ନେଇ ଚିନ୍ତା ପ୍ରକଟ କରିବା ସହ ଟେଷ୍ଟିଂ ସଂଖ୍ୟା ବୃଦ୍ଧି କରିବାକୁ ରାଜ୍ୟମାନଙ୍କୁ ପରମର୍ଶ ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଅତିରିକ୍ତ ସଚିବ ଆରତୀ ଆହୁଜା ।

  • Wednesday, 19 January 2022
Covid Review
ରାଜ୍ୟରେ କରୋନା ସ୍ଥିତି ନିୟନ୍ତ୍ରଣାଧିନ: ମୁଖ୍ୟମନ୍ତ୍ରୀ

ଭୟଭୀତ ନହୋଇ କୋଭିଡ୍ ନିୟମ ପାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ପରାମର୍ଶ।

Covid19
ହଟ୍‌ସ୍ପଟ୍ ଚିହ୍ନଟ କରି କଣ୍ଟେନମେଣ୍ଟ କର: କେନ୍ଦ୍ର

କଣ୍ଟେନମେଣ୍ଟ ଜୋନରେ କଣ୍ଟାକ୍ଟ ଟ୍ରେସିଂ, କ୍ୱାରେଣ୍ଟିନ ଓ ଆଇସୋଲେସନ ବ୍ୟବସ୍ଥା କରାଯିବା ଉଚିତ ବୋଲି ଚିଠିରେ ଉଲ୍ଲେଖ ଅଛି।

Covid 19
ପ୍ରତି ୩ ସଂକ୍ରମିତଙ୍କ ମଧ୍ୟରୁ ଜଣେ ଲଙ୍ଗ୍ କୋଭିଡ୍‌ର ଶିକାର

ଚିନ୍ତାର ବିଷୟ ହେଉଛି, ଉଭୟ ଡୋଜ୍ ଟିକା ନେଇଥିବା ପ୍ରାୟ ୩୪ ପ୍ରତିଶତ ରୋଗୀଙ୍କଠାରେ ମଧ୍ୟ ଦେଖିବାକୁ ମିଳୁଛି ଲଙ୍ଗ୍ କୋଭିଡ୍ ସମସ୍ୟା।

Corona Doctor
କରୋନାକୁ ନେଇ ଏବେ ସମସ୍ତେ କନ୍‌ଫ୍ୟୁଜ୍‌ ! ସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଲେ କିଛି କହିହେବନି

ଏବେ ଦୈନିକ ସଂକ୍ରମଣ ୧୦ରୁ ୧୧ ହଜାର ଭିତରେ ରହୁଛି । ହସ୍ପିଟାଲରେ ରୋଗୀଙ୍କ ସଂଖ୍ୟା କମ୍ ରହିଛି । ଜେନେରାଲ୍ ବେଡ୍ ୯ ପ୍ରତିଶତ, ଆଇସିୟୁ ୧୫ ପ୍ରତିଶତ ଓ ଭେଣ୍ଟିଲେଟରରେ ୫ରୁ ୬ ପ୍ରତିଶତ ରୋଗୀ ଅଛନ୍ତି ।

Omicron
କାୟା ବିସ୍ତାର କରୁଛି ନୂଆ ଭ୍ୟାରିଆଣ୍ଟ; ସଂଖ୍ୟା ୮ ହଜାର ୮୯୧କୁ ବୃଦ୍ଧି

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୮ ହଜାର ୮୯୧କୁ ବୃଦ୍ଧି ପାଇଛି । କାଲି ଠାରୁ ଆଜି ୮.୩୧% ଅଧତ୍କ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

Corona
ରାଜ୍ୟରେ ପୁଣି ୧୧,୦୮୬ କରୋନା ଆକ୍ରାନ୍ତ

ଏହାରି ଭିତରେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅଧୀନ କୋଭିିଡ୍-୧୯ ଟାସ୍କ ଫୋର୍ସ ପକ୍ଷରୁ ବୟସ୍କ ରୋଗୀଙ୍କ ଚିକିତ୍ସା ପାଇଁ ସଂଶୋଧିତ ଗାଇଡଲାଇନ୍‌ ଜାରି କରାଯାଇଛି ।

Covid Ventilator
କରୋନା ଆକ୍ରାନ୍ତ ଥିଲେ, ସମସ୍ତେ ମେଡିକାଲ ଯିବା ଜରୁରୀ କି ନୁହେଁ ? ଜାଣନ୍ତୁ..

ସଂଶୋଧିତ ଗାଇଡଲାଇନ୍‌ ଅନୁସାରେ ନିଶ୍ୱାସ ପ୍ରଶ୍ୱାସରେ କଷ୍ଟ ଅନୁଭବ କରୁନଥିବା ରୋଗୀଙ୍କୁ ସାମାନ୍ୟ ଲକ୍ଷଣଯୁକ୍ତ ରୋଗୀ ଭାବେ ଗଣାହେବ ।