• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

covid
 ଟାଇପ୍-୨ ଡାଇବେଟିସ୍ ଓ ମେଦବହୁଳ ପାଇଁ କୋଭିଡ୍-୧୯ କ୍ଷତିକାରକ

କରୋନା ଭାଇରସ୍ ଯଦିଓ ଏକ ଶ୍ୱାସଜନିତ ରୋଗ ତଥାପି ଏହା କାହାରିକୁ ଛାଡୁନି। ଏହାର ରିସ୍କ୍ ଫ୍ୟାକ୍ଟର୍ ଭିନ୍ନ ଭିନ୍ନ ଲୋକଙ୍କୁ ନେଇ ଅଲଗା ରହିଛି। ନିକଟରେ ଏକ ଅଧ୍ୟୟନରୁ କରୋନା ଭାଇରସଜନିତ ଏକ ନୂଆ ରିସ୍କ ପଦାକୁ ଆସିଛି। ପ୍ଲସ୍ ୱାନ୍ ପତ୍ରିକା ଅନୁସାରେ, ଟାଇପ୍-୨ ଡାଇବେଟିସ୍ ରୋଗୀ ଓ ମେଦବହୁଳ ବ୍ୟକ୍ତିମାନଙ୍କ ପକ୍ଷେ କୋଭିଡ୍-୧୯ ଅଧିକ କ୍ଷତିକାରକ। ୟୁକେର ମାରିଲ୍ୟାଣ୍ଡ୍ ସ୍ଲୁଲ୍ ଅଫ୍ ମେଡିସିନ୍ ୟୁନିଭର୍ସିଟି ୪୦ ବର୍ଷରୁ ଊର୍ଦ୍ଧ ପାଞ୍ଚ ଶହ ଲୋକଙ୍କୁ […]

  • Tuesday, 13 July 2021
corona virus
ରାଜ୍ୟରେ ଦିନକରେ ୫୦୦ ଟପିଲା କରୋନା ସଂକ୍ରମଣ

ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ୍ ଉପରମୁହାଁ ହୋଇଛି। ଗତ ୨୪ ଘଣ୍ଟାରେ ୫ ଶହରୁ ଅଧିକ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଜାରି ସୂଚନା ଅନୁସାରେ, ଆଜି ରାଜ୍ୟରେ ୫୭୩ ନୂଆ ମାମଲା ସାମ୍ନାକୁ ଆସିଛି। ଏଥିମଧ୍ୟରୁ ୩୩୭ କ୍ୱାରେଣ୍ଟିନରେ ଥିବାବେଳେ ୨୩୬ ଲୋକାଲ କେସ୍‌  ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧତ୍କ ୯୬ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେହିପରି  ଅନୁଗୁଳରୁ  ୩୨, କଟକରୁ ୨୮, ବରଗଡରୁ ୪୩,  କଳାହାଣ୍ଡିରୁ […]

  • Tuesday, 13 July 2021
OTV-CMCV
CMC ଗାଇଡ ଲାଇନ: ବିବାହ କାର୍ଯ୍ୟକ୍ରମରେ ୧୦୦ରୁ ଅଧିକ ଲୋକ ରହିବେନି

କଟକ: ରାଜ୍ୟରେ କୋଭିଡ ସଂକ୍ରମଣ ଦ୍ରୁତ ଗତିରେ ବଢୁଥିବାରୁ ପୁଣି ଆରମ୍ଭ ହୋଇଯାଇଛି କଟକଣା। କେଉଁ ଅଞ୍ଚଳକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ କରାଯାଇଛି ତ କେଉଁ ଅଞ୍ଚଳକୁ ଲକ୍‌ଡାଉନ ଘୋଷଣା କରାଯାଇଛି। କୋଭିଡ ସଂକ୍ରମଣକୁ ନିୟନ୍ତ୍ରଣ ପାଇଁ ବିଏମ୍‌ସି ପକ୍ଷରୁ ଗାଇଡଲାଇନ ଗତକାଲି ଜାରି କରାଯାଇଥିବାବେଳେ ଏବେ CMC ପକ୍ଷରୁ  ନୂଆ ମାର୍ଗଦର୍ଶିକା ଜାରି କରାଯାଇଛି। ନୂଆ ଗାଇଡଲାଇନ ଅନୁଯାୟୀ, ବିବାହ ଓ ଶୁଦ୍ଧି କାଯର୍ୟରେ କୋଭିଡ କଟକଣା କଡ଼ାକଡ଼ି ହେବ। ଏଣିକି ବିବାହ ଉତ୍ସବରେ କେବଳ […]

  • Tuesday, 13 July 2021
bangladesh
ବଢିଲା କରୋନା ସଂକ୍ରମଣ: ୭ ଦିନ ପାଇଁ ସମ୍ପୂର୍ଣ୍ଣ ଲକ୍‌ଡାଉନ୍‌ ହେଲା ଏଇ ଦେଶ

ଢାକା: କରୋନା ଭାଇରସ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ପଡୋଶୀ ବାଂଲାଦେଶରେ ୭ ଦିନିଆ ସମ୍ପୂର୍ଣ୍ଣ ଲକ୍‌ଡାଉନ ଘୋଷଣା କରାଯାଇଛି। ଏଠାରେ ସୋମବାର ୫ ଏପ୍ରିଲରୁ ୭ ଦିନ ପର୍ଯ୍ୟନ୍ତ  ଲକ୍‌ଡାଉନ ଘୋଷଣା କରାଯାଇଛି। କେବଳ ଜରୁରୀକାଳୀନ ସେବାକୁ ଏଥିରୁ ବାଦ୍‌ ଦିଆଯାଇଛି। ବାଂଲାଦେଶରେ କରୋନା ମାମଲା କ୍ରମାଗତ ଭାବେ ବଢିବାରେ ଲାଗିଛି। ଶୁକ୍ରବାର ୬୮୩୦ ଜଣ କରୋନା ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏଥିସହିତ ୫୦ ଲୋକଙ୍କ ମୃତ୍ୟୁ ଘଟିଛି। ବର୍ତ୍ତମାନ ସୁଦ୍ଧା ବଂଲାଦେଶରେ କରୋନା ରୋଗୀ […]

  • Tuesday, 13 July 2021
pakistan
ବନ୍ଧୁକୁ ପ୍ରତାରଣା..ଚୀନଠାରୁ ଡିଫେନ୍ସ ସିଷ୍ଟମ କିଣି ପସ୍ତେଇଲା ପାକିସ୍ତାନ, ବାହାରିଲା ଏମିତି ତ୍ରୁଟି

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟ କୁହନ୍ତି ଚାଇନା ମାଲ୍‌ ଉପରେ ଗ୍ୟାରେଣ୍ଟି ନାହିଁ। କେତେବେଳେ ବି ଧୋକା ଖାଇଯିବ। ଏମିତି ଧୋକା ଭାରତୀୟମାନେ ଖାଇଛନ୍ତି। ହେଲେ ଜିଗିରି ଦୋସ୍ତକୁ ବି ଏମିତି ଧୋକା କିଏ ଦେଇପାରେ ?  ନିଜର ସଦାବାହାର ଦୋସ୍ତ ବୋଲି କହୁଥିବା ପାକିସ୍ତାନକୁ ବି ଏମିତି ଧୋକ୍କା ଦେଇଛି ଚାଇନା। ଗୋଟିଏ ପଟେ ଭାରତ ନିଜର ସୈନ୍ୟବଳ ବୃଦ୍ଧି କରୁଥିବାବେଳେ ପାକିସ୍ତାନ ମଧ୍ୟ ଚାଇନାରୁ ହତିଆର ଆଣି ଏକାଠି କରୁଛି। ୨୦୧୪ ରେ କେନ୍ଦ୍ରରେ ମୋଦି […]

  • Tuesday, 13 July 2021
corona-11
କରୋନା ଦ୍ୱିତୀୟ ଲହରର ଭୟଙ୍କର ରୂପ: ଦିନକରେ ବାହାରିଲେ ୯୦ ହଜାର ରୋଗୀ

ନୂଆଦିଲ୍ଲୀ: ଦେଶରେ ପୁଣି ଥରେ ଟେନ୍‌ଶନ ବଢାଇଛି କରୋନା। ପୂର୍ବ ପରି ହୁ ହୁ ହୋଇ ବ୍ୟାପୁଛି ମହାମାରୀ। ଦୈନିକ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୦ ହଜାର ପାଖାପାଖି କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଗତବର୍ଷ ପରି ଏଥର ମଧ୍ୟ ମହରାଷ୍ଟ୍ର ସବୁଠାରୁ ଅଧିକ ପ୍ରଭାବିତ ହୋଇଛି। ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ୮୯, ୧୨୯ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଥିବାବେଳେ କେବଳ ମହାରାଷ୍ଟ୍ରରୁ ଅଛନ୍ତି […]

  • Tuesday, 13 July 2021
corona-national
ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ବାହାରିଲେ ୮୧ ହଜାର ରୋଗୀ

ନୂଆଦିଲ୍ଲୀ:  ଦେଶରେ ଦିନକୁ ଦିନ ବେକାବୁ ହେଉଛି କରୋନା ସଂକ୍ରମଣ । ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୮୧ ହଜାର ୪୬୬ ପଜିଟିଭ । ଏହାସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ କୋଟି ୨୩ ଲକ୍ଷ ୩ ହଜାର ୧୩୧କୁ ବୃଦ୍ଧି ପାଇଛି । ସେହିଭଳି ଦେଶରେ ୨୪ ଘଣ୍ଟା ମଧ୍ୟରେ ୪୬୯ ଜଣଙ୍କ ମୃତ୍ୟୁ ଘଟିଛି। ଦେଶରେ  ମୋଟ କରୋନା ମୃତ୍ୟୁ ସଂଖ୍ୟା ୧ ଲକ୍ଷ ୬୩ ହଜାର ୩୯୬ରେ ପହଞ୍ଚିଛି । […]

virus
ବେକାବୁ କରୋନା; ୨୪ ଘଣ୍ଟାରେ ଚିହ୍ନଟ ହେଲେ ୪୬୧ ସଂକ୍ରମିତ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ହାର ଯେପରି ବଢିବାରେ ଲାଗିଛି ତାହାକୁ ଦେଖି ରାଜ୍ୟବାସୀଙ୍କ ନିଦ ହଜି ଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୬୧ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରେଣ୍ଟିନରେ ୨୭୨ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ ୧୮୯ ରହିଛନ୍ତି। ସମସ୍ତ ରୋଗୀ ୨୪ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ଟୁଇଟରୁ ମିଳିଥିବା ତଥ୍ୟ […]

Corona-297
ଥମୁନି କରୋନା : ଆଜି ବି ଚିହ୍ନଟ ହେଲେ ୨୯୭ ରୋଗୀ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜି ୩୦୦ ପାଖାପାଖି ପହଞ୍ଚିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୯୭ କରୋନା ରୋଗୀଙ୍କୁ ଚିହ୍ନଟ କରାଯାଇଛି। ଏଥି ମଧ୍ୟରୁ ୧୭୪ କ୍ୱାରେଣ୍ଟିନରେ ଥିବାବେଳେ ୧୨୩ ଲୋକାଲ କେସ ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ତାଲିକାରେ ସବୁଠାରୁ ଆଗରେ ରହିଛି କଳାହାଣ୍ଡି। ଆଜି ଏଠାରେ ୫୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ତା ପଛରେ […]

Corona-Tika
କାଲିଠୁ ଟିକା ନେବେ ୪୫ ବର୍ଷରୁ ଅଧିକ ବୟସ୍କ ଲୋକ; ବିପଦ ଥିବା ବର୍ଗଙ୍କ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି

ଭୁବନେଶ୍ୱର: ଆସନ୍ତାକାଲିଠାରୁ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ଟିକାକରଣ କରାଯିବ । ତେବେ ଏହି ଗଣ ଟିକାକରଣରେ ଅଧିକ ବିପଦ ଥିବା ବର୍ଗଙ୍କ ପ୍ରତି ସ୍ୱତନ୍ତ୍ର ଦୃଷ୍ଟି ଦେବାକୁ  ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଓ ମ୍ୟୁନିସପାଲ କମିଶନରଙ୍କୁ ଚିଠି ଲେଖାଯାଇଛି । ଏମାନେ ହେଲେ ସାହି ଦୋକାନୀ, ଆମିଷ ବ୍ୟବସାୟୀ, ଅଟୋ ଏବଂ ବସ୍ ଡ୍ରାଇଭର, ସ୍କୁଲ ଓ କଲେଜ୍ ଶିକ୍ଷକ-ଶିକ୍ଷୟିତ୍ରୀ, ସେଲୁନ୍ ଦୋକାନୀ ଏବଂ କର୍ମଚାରୀ, ସୁରକ୍ଷାକର୍ମୀ, ରେଷ୍ଟୁରାଣ୍ଟ କର୍ମଚାରୀ, ମନ୍ଦିର, ଚର୍ଚ୍ଚ […]

corona virus
ରାଜ୍ୟରେ ଚିହ୍ନଟ ହେଲେ ୨୧୮ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ଆଜି ଚିହ୍ନଟ ହୋଇଛନ୍ତି ୨୧୮ କରୋନା ପଜିଟିଭ। ଗତକାଲି  ୨୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ଏହାର ସଂଖ୍ୟା ବୃଦ୍ଧି ପାଇଛି। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୨୯ କ୍ୱାରେଣ୍ଟିନରେ ଥିବାବେଳେ ୮୯ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି। ଗତ କିଛି ଦିନ ହେଲା ନୂଆପଡାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଆଜି ବରଗଡ ସର୍ବାଗ୍ରେ ଅଛି। ଆଜି ଏହି ଜିଲ୍ଲାରୁ ୩୪ […]

asha workers
ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କଲେ ଓଡ଼ିଶା ସରକାର

ଭୁବନେଶ୍ୱର: କୋଭିଡ୍‌ ଯୋଦ୍ଧା ଅଙ୍ଗନବାଡ଼ି ଓ ଆଶା କର୍ମୀଙ୍କ ପରିବାର ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶା ସରକାର। ଡ୍ୟୁଟିରେ ଥାଇ ଯଦି କୌଣସି ଅଙ୍ଗନବାଡ଼ି କିମ୍ବା ଆଶା କର୍ମୀଙ୍କ ମୃତ୍ୟୁ ଘଟେ, ତେବେ ସେମାନଙ୍କ ପରିବାରକୁ ଭତ୍ତା ମିଳିବ। ମୃତ ଅଙ୍ଗନବାଡ଼ି କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୭,୫୦୦ ଟଙ୍କା ଓ ମୃତ ଆଶା କର୍ମୀଙ୍କ ନିକଟ ସମ୍ପର୍କୀୟଙ୍କୁ ମାସିକ ୫ ହଜାର ଟଙ୍କା ମିଳିବ। ସମ୍ପର୍କୀୟଙ୍କୁ ଭତ୍ତା ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର ନିର୍ଦ୍ଦେଶନାମା […]

  • Tuesday, 13 July 2021
corona
ଓଡ଼ିଶାରେ କରୋନା ନେଲା ଆଉ ୪ ଜୀବନ, ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୪ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି ପାଇଛି। ୪ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୨ଜଣ, ଗଜପତିରୁ ଜଣେ ଓ ଅନୁଗୁଳରୁ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା […]

  • Tuesday, 13 July 2021
corona
ଓଡ଼ିଶାରେ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୧୬ ହଜାର ପାର୍‌ କଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୭୧୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ଚିହ୍ନଟ ନୂଆ ୭୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୪୭୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୩୯ ରହିଛି। ଚିହ୍ନଟ […]

lockdown
‘ବିନା କାରଣରେ କଟକ-ଭୁବନେଶ୍ୱର ଭିତରକୁ ପ୍ରବେଶ କରିପାରିବନି ଗାଡ଼ି’

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବାକୁ ଓଡ଼ିଶା ସରକାର ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ବହୁଳ ସକ୍ରିୟ ସଂକ୍ରମିତ ଥିବା ୪ଟି ଜିଲ୍ଲା ଯଥା-ଗଞ୍ଜାମ, ଖୋର୍ଦ୍ଧା, କଟକ ଓ ଯାଜପୁର ଏବଂ ରାଉରକେଲା ମହାନଗର ନିଗମରେ ଆଜି ରାତି ୯ଟାରୁ ୧୪ ଦିନିଆ ଲକ୍‌ଡାଉନ୍ କଟକଣା‌ ଲାଗୁ ହେବ। ଆଜି ରାତି ୯ଟାରୁ ଜୁଲାଇ ୩୧ ମଧ୍ୟରାତ୍ର ପର୍ଯ୍ୟନ୍ତ ଲକ୍‌ଡାଉନ୍‌ କଟକଣା ଜାରି ରହିବ। ତେବେ ଏହି ୪ ଜିଲ୍ଲା ଓ ରାଉରକେଲା ମହାନଗର ନିଗମରେ ସପ୍ତାହାନ୍ତ(ପ୍ରତି ସପ୍ତାହର […]

  • Tuesday, 13 July 2021
coronavirus
ଭୀମ୍‌ସାରରେ ଆଉ ୪ କରୋନା ଯୋଦ୍ଧାଙ୍କୁ କରୋନା

ସମ୍ବଲପୁର: ବୁର୍ଲା ଭୀମ୍‌ସାରରେ ଆଉ ୪ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ୪ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି। ୪ କରୋନା ଯୋଦ୍ଧା ଆକ୍ରାନ୍ତ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ଏହା ପୂର୍ବରୁ ବୁର୍ଲା ଭୀମ୍‌ସାରରେ ୭ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ନେଇ ଖବର ସାମ୍ନାକୁ ଆସିଥିଲା। ଅନ୍ୟପକ୍ଷରେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଗତକାଲିଠୁ ୧୯ ତାରିଖ ଯାଏ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ […]

  • Tuesday, 13 July 2021
plasma
ପ୍ରଥମ ଥର ଲାଗି ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ଗୁରୁତର କରୋନା ରୋଗୀଙ୍କୁ ଦିଆଗଲା ପ୍ଲାଜ୍‌ମା

କଟକ: ଓଡ଼ିଶାରେ ଆରମ୍ଭ ହୋଇଛି ପ୍ଲାଜ୍‌ମା ଥେରାପି। କଟକ SCBରେ ୪ଜଣଙ୍କଠାରୁ ପ୍ଲାଜ୍‌ମା ସଂଗୃହୀତ ହୋଇଛି। ଏହାସହ ଅଶ୍ୱିନୀ କୋଭିଡ୍ ହସ୍ପିଟାଲରେ ପ୍ରଥମ ଥର ଲାଗି ଜଣେ ଗୁରୁତର କରୋନା ରୋଗୀଙ୍କ କ୍ଷେତ୍ରରେ ପ୍ଲାଜ୍‌ମା ଥେରାପି ଶେଷ ହୋଇଛି। ଜଣେ ୪୮ ବର୍ଷୀୟ କରୋନା ଆକ୍ରାନ୍ତଙ୍କୁ B ପଜିଟିଭ୍ ପ୍ଲାଜ୍‌ମା ଦିଆଯାଇଛି। ଯେଉଁମାନେ ଇଚ୍ଛା ପ୍ରକାଶ କରିଥିଲେ, ସେମାନଙ୍କଠାରୁ ପ୍ଲାଜ୍‌ମା ସଂଗୃହୀତ କରାଯାଇଥିଲା। ଆହୁରି ଅନେକ ବ୍ୟକ୍ତି ମଧ୍ୟ ପ୍ଲାଜ୍‌ମା ଦେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି, […]

  • Tuesday, 13 July 2021
EdBZv91UMAA01aX
ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ, ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୨ ଜଣଙ୍କ ମୃତ୍ୟୁ ହୋଇଛି।  ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଦୁଇ ମୃତକ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୯କୁ ବୃଦ୍ଧି ପାଇଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୪୮ରେ ପହଞ୍ଚିଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୪୯୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ […]

  • Tuesday, 13 July 2021
coronavirus
ଓଡ଼ିଶାରେ ଆଉ ୪୯୪ କରୋନା ଆକ୍ରାନ୍ତ‌ ଚିହ୍ନଟ, କେବଳ ଗଞ୍ଜାମରୁ ଚିହ୍ନଟ ହେଲେ ୨୪୬

ଭୁବନେଶ୍ୱର: ଓଡ଼ିଶାରେ ଆଉ ୪୯୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୪୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୪୯୪ ଆକ୍ରାନ୍ତଙ୍କ ମଧ୍ୟରୁ ୩୨୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୭୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ […]

  • Tuesday, 13 July 2021
Sourav Ganguly
ସୌରଭ ଗାଙ୍ଗୁଲିଙ୍କ ଭାଇଙ୍କୁ କରୋନା

ନୂଆଦିଲ୍ଲୀ: ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲିଙ୍କ ବଡ଼ ଭାଇ ତଥା କ୍ରିକେଟ୍‌ ଆସୋସିଏସନ୍‌ ଅଫ୍‌ ବେଙ୍ଗଲ୍‌(CAB)ର ଜଏଣ୍ଟ୍‌ ସେକ୍ରେଟାରୀ ସ୍ନେହାଶିଷ ଗାଙ୍ଗୁଲିଙ୍କୁ କରୋନା। ସେ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ବୁଧବାର ଜଣାପଡ଼ିଥିଲା। ରିପୋର୍ଟ ପଜିଟିଭ୍‌ ଆସିବା ପରେ ପୂର୍ବତନ ବେଙ୍ଗଲ୍ first-class କ୍ରିକେଟର‌ ସ୍ନେହାଶିଷଙ୍କୁ କୋଲକାତା ସ୍ଥିତ Belle Vue ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସ୍ନେହାଶିଷ, କରୋନା ପଜିଟିଭ୍‌ ଚିହ୍ନଟ ପରେ ସୌରଭ ଗାଙ୍ଗୁଲି ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିଛନ୍ତି। ସୂଚନାଥାଉ କି, ‘ଜୁନ୍‌ରେ ଗୁଜବ ଖବର […]

  • Tuesday, 13 July 2021
coronavirus
କଟକ ସହରରୁ ଆଉ ୪ କରୋନା ପଜିଟିଭ୍‌ ଚିହ୍ନଟ

କଟକ: କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪ ଜଣଙ୍କ ମଧ୍ୟରୁ ୨ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ଜଣେ ହୋମ୍ କ୍ୱାରେଣ୍ଟିନ୍‌ରୁ ଓ ଗୋଟିଏ ଲୋକାଲ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୯୫ରେ ପହଞ୍ଚିଥିବା ବେଳେ ସେମାନଙ୍କ ମଧ୍ୟରୁ ୧୩୪ ଜଣ ସୁସ୍ଥ ହୋଇଛନ୍ତି। ୧୫୪ ଜଣ ଚିକିତ୍ସାଧୀନ ଅଛନ୍ତି ଓ ୭ ଜଣଙ୍କ ମୃତ୍ୟୁ ଘଟିଛି।

  • Tuesday, 13 July 2021
corona
ଭିମ୍‌ସାରରେ ୭ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ

ସମ୍ବଲପୁର: ବୁର୍ଲା ଭିମ୍‌ସାରରେ ୭ କରୋନା ଯୋଦ୍ଧା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ହସ୍ପିଟାଲର ୩ ଜଣ ଡାକ୍ତର ଓ ୪ ଜଣ ନର୍ସ କରୋନା ସଂକ୍ରମିତ ହୋଇଛନ୍ତି। ହସ୍ପିଟାଲ୍‌ର ୭ କର୍ମଚାରୀ ପଜିଟିଭ୍‌ ଜଣାପଡ଼ିବା ପରେ ହସ୍ପିଟାଲ୍‌କୁ ସାନିଟାଇଜ୍ କରାଯାଇଥିବା ନିର୍ଦ୍ଦେଶକ ପ୍ରଫେସର ଡା. ଲଳିତ ମେହେର ସୂଚନା ଦେଇଛନ୍ତି। ଅନ୍ୟପକ୍ଷରେ, କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଆଜିଠାରୁ ୧୯ ତାରିଖ ଯାଏ ବୀର ସୁରେନ୍ଦ୍ର ସାଏ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍ସ ଆଣ୍ଡ୍ ରିସର୍ଚ୍ଚ(ଭିମ୍‌ସାର୍‌)ର ସମସ୍ତ […]

  • Tuesday, 13 July 2021
odisha
ବିବାହରେ ସାମିଲ ହୋଇଥିଲେ ୨୦୦ରୁ ଅଧିକ ଲୋକ, ହଠାତ୍‌ ଦୌଡ଼ି ପଳାଇଲେ...

ବାସୁଦେବପୁର: କରୋନା କଟକଣାକୁ ଫୁ’ କରି ୫୦ ଲୋକଙ୍କ ବଦଳରେ ଏକାଠି ହେଲେ ୨୦୦ରୁ ଅଧିକ ଲୋକ। ପୋଲିସ୍‌ର ବିନା ଅନୁମତିରେ ଏକାସଙ୍ଗେ ବିବାହ ନିମନ୍ତେ ମନ୍ଦିରରେ ପହଞ୍ଚିଥିଲେ ୨୦ରୁ ଅଧିକ ଯୋଡ଼ି। ଖବର ପାଇ ପୋଲିସ୍‌, ତହସିଲଦାର ପହଞ୍ଚିବା ପରେ ବର କନିଆଙ୍କ ସମେତ ସେମାନଙ୍କର ସମ୍ପର୍କୀୟମାନେ ଘଟଣାସ୍ଥଳରୁ ଛତ୍ରଭଙ୍ଗ ଦେଇଥିଲେ। ଭଦ୍ରକ ଜିଲ୍ଲା ବାସୁଦେବପୁର ସହରର ବାଲିନଗର ଯାଦବ ପଡିଆର ରାଧାକୃଷ୍ଣ ମନ୍ଦିରରେ ଦେଖିବାକୁ ମିଳିଥିଲା ଏଭଳି କିଛି ଦୃଶ୍ୟ। ସୂଚନା ଅନୁଯାୟୀ, ବିବାହ […]

  • Tuesday, 13 July 2021
Coronavirus
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ୩ ଜଣଙ୍କ ମୃତ୍ୟୁ ହୋଇଛି। ୩ ମୃତକଙ୍କ ମଧ୍ୟରୁ ୨ ଜଣ ଗଞ୍ଜାମର, ଜଣେ ଭୁବନେଶ୍ୱରର। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଆଉ ୬୧୮ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୨ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୮୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ […]