• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona
ସପ୍ତାହରେ ଓଡ଼ିଶାରେ କରୋନା ନେଲାଣି ୨୩ ମୁଣ୍ଡ

ଭୁବନେଶ୍ୱର: ଜୁଲାଇ ଆରମ୍ଭରୁ ମହାମାରୀ କରୋନା ଏହାର ଭୟଙ୍କର ରୂପ ଦେଖାଇଛି। ଚଳିତ ମାସରେ ଅର୍ଥାତ୍‌ ସପ୍ତାହରେ ଓଡ଼ିଶାରେ ୨୩ ମୁଣ୍ଡ ନେଲାଣି କରୋନା। ଗତ ୨ ତାରିଖରେ ଗଞ୍ଜାମ ଏବଂ ଅନୁଗୁଳରେ ୨ ଜଣଙ୍କ ମୃତ୍ୟୁ ହୋଇଥିଲା। ଏହାପରେ ୩ ତାରିଖରେ କେବଳ ଗଞ୍ଜାମ ଜିଲ୍ଲାର ୨ କରୋନା ଆକ୍ରାନ୍ତ ପ୍ରାଣ ହରାଇଥିଲେ। ଏହାପରେ ୪ ତାରିଖରେ ରେକର୍ଡ ଭାଙ୍ଗି ରାଜ୍ୟରେ ମହାମାରୀ କରୋନାରେ ୫ ଜଣ ପ୍ରାଣ ହରାଇଥିଲେ। ଏହା ପଛକୁ ଜୁଲାଇ ୬ରେ […]

  • Tuesday, 13 July 2021
rto office
ଭୁବନେଶ୍ୱର RTO-୨ ବନ୍ଦ

ଭୁବନେଶ୍ୱର: ଆସନ୍ତା ସୋମବାର ପର୍ଯ୍ୟନ୍ତ ବନ୍ଦ ରହିବ ଭୁବନେଶ୍ୱର RTO-୨। କରୋନା ସଂକ୍ରମଣ ଆଶଙ୍କାରେ RTO-୨କୁ ବନ୍ଦ କରାଯାଇଥିବା ନେଇ ସୂଚନା ମିଳିଛି। ଗତକାଲି RTO-୧ରେ ୪ଜଣ କରୋନା ପଜିଟିଭ କେସ୍ ବାହାରିବା ପରେ RTO-୨କୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି। RTO-୧ ସହ କୌଣସି ବ୍ୟକ୍ତିଙ୍କର RTO-୨ରେ ଲିଙ୍କ ଥିବ ସେଇ ଆଶଙ୍କାରେ RTO-୨କୁ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଥିବା ଜଣାପଡ଼ିଛି। ସୂଚନାଥାଉ କି, ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆଚାର୍ଯ୍ୟ […]

  • Tuesday, 13 July 2021
corona
ଜଣେ କରୋନା ରୋଗୀଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହେଲେ ୯୫

ରାଉରକେଲା: ରାଉରକେଲାରେ ସୁପର ସ୍ପ୍ରେଡର ! ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ରାଉରକେଲା ସେକ୍ଟର-୧୬ ଅଞ୍ଚଳର ଜଣେ କରୋନା ପଜିଟିଭଙ୍କ ସଂସ୍ପର୍ଶରେ ଆସି ୯୫ ଜଣ କରୋନା ସଂକ୍ରମିତ ହୋଇଥିବା ନେଇ ସୁନ୍ଦରଗଡ଼ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ସମ୍ପୃକ୍ତ ବ୍ୟକ୍ତିଙ୍କ କଣ୍ଟାକ୍ଟସ୍‌ ଟ୍ରେସିଂରୁ ଗତକାଲି ୪୯ ଜଣ ଏବଂ ଆଜି ୪୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଘଟଣା ପରେ ସମ୍ପୃକ୍ତ ଅଞ୍ଚଳ(ସେକ୍ଟର-୧୬)ରେ ସଂକ୍ରମଣ ନ ବ୍ୟାପିବା […]

mkcg hospital
MKCG ଓ ମାଲକାନଗିରି ‌ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର OPD ବନ୍ଦ

ବ୍ରହ୍ମପୁର/ମାଲକାନଗିରି: ସାଧାରଣ ରୋଗୀଙ୍କୁ ବ୍ରହ୍ମପୁର MKCG ହସ୍ପିଟାଲ୍‌ର ରୁଟିନ୍ OPD‌ ମନା। ଗଞ୍ଜାମ ଜିଲ୍ଲାରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ରୁଟିନ୍ OPD‌ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ମେଡିକାଲର ମୁଖ୍ୟ ପ୍ରବେଶ ପଥ ବ୍ୟତୀତ ଅନ୍ୟ ସମସ୍ତ ପ୍ରବେଶ ପଥ ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ତେଣୁ କରୋନା ସଂକ୍ରମଣକୁ ରୋକିବା ପାଇଁ ଏଭଳି ନିର୍ଦ୍ଦେଶନାମା ଜାରି କରିଛନ୍ତି ଜିଲ୍ଲାପାଳ। ମେଡିକାଲ […]

  • Tuesday, 13 July 2021
corona
ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୬ ଜଣଙ୍କ ମୁଣ୍ଡ ନେଲା କରୋନା। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ଖୋର୍ଦ୍ଧା, ରାୟଗଡ଼ା ଓ କେନ୍ଦ୍ରାପଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତ ଅଛନ୍ତି। ସେହିପରି ଖୋର୍ଦ୍ଧାରେ ଆଉ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ତେବେ ତାଙ୍କ ମୃତ୍ୟୁର କାରଣ ଭିନ୍ନ ବୋଲି ସରକାର ଦର୍ଶାଇଛନ୍ତି। ଆଜିର ସଂଖ୍ୟାକୁ […]

corona
ଓଡ଼ିଶାରେ ଆଉ ୫୨୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରୁ ଚିହ୍ନଟ ହେଲେ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୫୨୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୫୨୭ ଆକ୍ରାନ୍ତଙ୍କ ମଧ୍ୟରୁ ୩୩୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୮୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

  • Tuesday, 13 July 2021
EbamH7hWoAAYrt5
ଗଞ୍ଜାମ-ଖୋର୍ଦ୍ଧା ବର୍ଡର ସିଲ୍‌

ଗଞ୍ଜାମ: ସିଲ୍‌ ହେଲା ଗଞ୍ଜାମ-ଖୋର୍ଦ୍ଧା ବର୍ଡର। ଏହାସହ କାହାକୁ ଭୁବନେଶ୍ୱର ଯିବା ପାଇଁ ଅନୁମତି ମିଳିବ ନାହିଁ ବୋଲି ଟ୍ୱିଟ୍‌ କରି ଗଞ୍ଜାମ ଜିଲ୍ଲାପାଳ ଏହି ସୂଚନା ଦେଇଛନ୍ତି। ଦିନକୁ ଦିନ ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ରାଜଧାନୀ ଭୁବନେଶ୍ୱରରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ତେଣୁ କରୋନା ସଂକ୍ରମଣକୁ ରୋକିବା ପାଇଁ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଥିବା ଜଣାପଡ଼ିଛି। ସୂଚନାଥାଉ କି, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା […]

  • Tuesday, 13 July 2021
rto office
ବନ୍ଦ ହେଲା ଭୁବନେଶ୍ୱର RTO-୧

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବାକୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ୪ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଆଚାର୍ଯ୍ୟ ବିହାର ସ୍ଥିତ RTO-୧କୁ ବିଏମ୍‌ସି ପକ୍ଷରୁ ବନ୍ଦ କରାଯାଇଛି। ଏଥିସହ ସଂକ୍ରମିତମାନଙ୍କ ସଂସ୍ପର୍ଶରେ ଆସିଥିବା RTO-୧ର ସମସ୍ତ କର୍ମଚାରୀଙ୍କୁ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଅନ୍ୟପକ୍ଷରେ ୧୫ ଜଣ କରୋନା ପଜିଟିଭ୍‌ ଚିହ୍ନଟ ପରେ ଭୁବନେଶ୍ୱର ସ୍ଥିତ ICICI ବ୍ୟାଙ୍କର ଦୁଇଟି ଶାଖାକୁ ମଧ୍ୟ ବିଏମ୍‌ସି ପକ୍ଷରୁ ବନ୍ଦ କରି […]

  • Tuesday, 13 July 2021
coronavirus
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୭ କରୋନା ଆକ୍ରାନ୍ତ, ସୁସ୍ଥ ହେଲେ ୪

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫ଟି କ୍ୱାରେଣ୍ଟିନ୍‌, ୧୦ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏହାସହ ୨ଜଣ କୋଭିଡ୍‌ ଯୋଦ୍ଧା ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।  ତେବେ ଆଜି ଭୁବନେଶ୍ୱରରେ ଆଉ ୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ […]

  • Tuesday, 13 July 2021
corona
କଟକ ସହରରୁ ବାହାରିଲେ ଆଉ ୩ କରୋନା ପଜିଟିଭ

କଟକ: କଟକ ସହରରୁ ଆଉ ୩ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ଗୋଟିଏ ପେଡ୍‌ କ୍ୱାରେଣ୍ଟିନ୍‌, ଗୋଟିଏ ହୋମ୍‌ କ୍ୱାରେଣ୍ଟିନ୍‌ ଓ ଗୋଟିଏ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ଚିହ୍ନଟ ୩ ନୂଆ ପଜିଟିଭ୍‌କୁ ମିଶାଇ କଟକ ସହରରେ ଏଯାବତ୍‌ ୧୯୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୨ଜଣ ସୁସ୍ଥ ହୋଇଥିବାବେଳେ ୧୬୯ଜଣ ଚିକିତ୍ସାଧୀନ ଅଛନ୍ତି। ୨ଜଣଙ୍କ ମୃତ୍ୟୁ ଘଟିଛି।

  • Tuesday, 13 July 2021
corona testing
ବାଲେଶ୍ୱରର ଜଣେ ବିଧାୟକଙ୍କୁ କରୋନା !

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲାର ଜଣେ ବିଧାୟକ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ପ୍ରଥମ ଥର ପାଇଁ ରାଜ୍ୟର ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଥିବା କୁହାଯାଉଛି। କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ ଆସିଥିବା ନେଇ ସଂପୃକ୍ତ ବିଧାୟକ ଜଣକ କହିଥିବା ସୂଚନା ମିଳିଛି। ସୂଚନା ଅନୁସାରେ, ଦୁଇ ଦିନ ତଳେ ସମ୍ପୃକ୍ତ ବିଧାୟକଙ୍କ ସ୍ୱାବ୍‌ ଟେଷ୍ଟ୍‌ କରାଯାଇଥିଲା। ଆଜି ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ଥିବା ନେଇ ଜଣାପଡ଼ିଥିଲା। ବିଧାୟକଙ୍କ କରୋନା ପଜିଟିଭ୍‌ ଆସିବା […]

  • Tuesday, 13 July 2021
coronavirus
ଯାଜପୁରରେ ପ୍ରଥମ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ ଆଉ ୨ଜଣଙ୍କ ମୁଣ୍ଡ ନେଲା କରୋନା। ମୃତକ ୨ ଜଣଙ୍କ ମଧ୍ୟରୁ ଜଣେ ଗଞ୍ଜାମର ୭୭ ବର୍ଷୀୟ ବୃଦ୍ଧ ଓ ଅନ୍ୟ ଜଣେ ଯାଜପୁର ଜିଲ୍ଲାର ୬୪ ବର୍ଷୀୟ ବୃଦ୍ଧ ଅଛନ୍ତି। ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଥିବା ବେଳେ ଯାଜପୁରରେ ପ୍ରଥମ ମୁଣ୍ଡ ନେଇଛି କରୋନା। ଏ ଯାବତ୍‌ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮ରେ ପହଞ୍ଚିଛି।   ଅନ୍ୟପକ୍ଷରେ ଓଡ଼ିଶାରେ ଆଉ ୪୫୬ ଜଣ କରୋନା ଆକ୍ରାନ୍ତ‌ […]

  • Tuesday, 13 July 2021
cuttack
କରୋନା ସଂକ୍ରମିତ ଚିହ୍ନଟ ପରେ କଟକ ଶିଶୁଭବନ ଆଉଟଡୋର ବନ୍ଦ

କଟକ: କରୋନା ସଂକ୍ରମିତ ଚିହ୍ନଟ ହେବା ପରେ କଟକ ଶିଶୁଭବନ ଆଉଟଡୋରକୁ ବନ୍ଦ କରାଯାଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ପର୍ଯ୍ୟନ୍ତ ଆଉଟଡୋର ବନ୍ଦ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ତେବେ ଶିଶୁଭବନରେ ଜରୁରୀକାଳୀନ ସେବା ଜାରି ରହିବ। ଏ ନେଇ ଶିଶୁଭବନ ଅଧୀକ୍ଷକ ପ୍ରଫେସର ଡା. ସରୋଜ ଶତପଥୀ ସୂଚନା ଦେଇଛନ୍ତି।  ସୂଚନାଥାଉ କି, ଗତକାଲି କଟକ ସହରରୁ ଆଉ ୧୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସେମାନଙ୍କ ମଧ୍ୟରୁ କଟକ ଶିଶୁ ଭବନରୁ ଜଣେ ଶିଶୁ ଥିବାବେଳେ SCB ମେଡିକାଲରୁ […]

  • Tuesday, 13 July 2021
choudwar jail
ଚୌଦ୍ୱାର ଜେଲ୍‌ରେ ପଶିଲା କରୋନା

କଟକ: କଟକ ଚୌଦ୍ୱାର ଜେଲ୍‌ର ଜଣେ ୱାର୍ଡର ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଚୌଦ୍ୱାର ଜେଲ୍ ଅଧୀକ୍ଷକ ଶୁଭକାନ୍ତ ମିଶ୍ର ଏହି ସୂଚନା ଦେଇଛନ୍ତି। ଚିହ୍ନଟ ଆକ୍ରାନ୍ତ ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନ୍ସର ହସ୍ପିଟାଲରେ ଡ୍ୟୁଟି କରିଥିଲେ। ଜଣେ କଏଦୀଙ୍କ ଚିକିତ୍ସା ଚାଲିଥିବା ବେଳେ ୪ ଜଣ ୱାର୍ଡର ଡ୍ୟୁଟି କରିଥିଲେ। ଡ୍ୟୁଟି କରିଥିବା ୪ ୱାର୍ଡରଙ୍କ ମଧ୍ୟରୁ ଜଣଙ୍କର ସ୍ୱାବ୍‌ ରିପୋର୍ଟ ପଜିଟିଭ ‌ଆସିଛି। ଏହି ଘଟଣା ପରେ ଜେଲ୍ ଓ ବାରାକ୍ ଷ୍ଟାଫ୍‌ଙ୍କ ସ୍ୱାବ୍‌ ଟେଷ୍ଟ […]

  • Tuesday, 13 July 2021
coronavirus
ଭୁବନେଶ୍ୱର ESI ହସ୍ପିଟାଲ୍ କଲୋନୀରୁ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ଇଏସ୍ଆଇ ହସ୍ପିଟାଲ୍ କଲୋନୀରୁ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସଂପୃକ୍ତ ଆକ୍ରାନ୍ତଙ୍କୁ କିମ୍ସ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଏନେଇ ଇଏସ୍ଆଇ ହସ୍ପିଟାଲ ଅଧିକ୍ଷକ ସୂଚନା ଦେଇଛନ୍ତି। ତେବେ ସେ କାହାଦ୍ୱାରା ସଂକ୍ରମିତ ହୋଇଛନ୍ତି, ସେନେଇ କିଛି ସ୍ପଷ୍ଟ ସୂଚନା ମିଳିପାରିନାହିଁ। ଗତ କିଛି ଦିନ ତଳେ ଆକ୍ରାନ୍ତ ଜଣକ ଥଣ୍ଡା ଜ୍ୱରରେ ପୀଡ଼ିତ ଥିଲେ। ଏହାପରେ ପରୀକ୍ଷା ପାଇଁ ତାଙ୍କ ସ୍ୱାବ ପଠାଯାଇଥିଲା। ଗତକାଲି ରିପୋର୍ଟ ଆସିବା ପରେ ସେ କରୋନା […]

  • Tuesday, 13 July 2021
corona
କଟକ ସହରରୁ ବାହାରିଲେ ଆଉ ୭୪ କରୋନା ଆକ୍ରାନ୍ତ

କଟକ: କଟକ ସହରରେ ଆଉ ୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪୬ ଜଣ ସରକାରୀ କ୍ୱାରେଣ୍ଟିନ୍‌ରୁ, ୨୮ଜଣ ହୋମ୍ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୩୮ଜଣଙ୍କ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲ ଲିଙ୍କ ରହିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ସହରରେ ଅର୍ଥାତ୍‌ କଟକ ମହାନଗର ନିଗମ ଅଧୀନରେ ଆସୁଥିବା ଅଞ୍ଚଳରୁ ଏଯାବତ୍‌ ୧୯୦ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୬୬ଜଣ ଚିକିତ୍ସାଧୀନ ଥିବାବେଳେ ୨୨ଜଣ ସୁସ୍ଥ […]

  • Tuesday, 13 July 2021
EYCf8nfXgAQoADH
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୧୯ କରୋନା ପଜିଟିଭ୍‌

ଭୁବନେଶ୍ୱର: ଭୁବନେଶ୍ୱରୁ ଆଜି ଆଉ ୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ଟି କ୍ୱାରେଣ୍ଟିନ୍‌, ୮ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। କଳ୍ପନା ଛକ ସ୍ଥିତ ସରକାରୀ ଅଫିସର ୨ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି।  ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।  ତେବେ ଆଜି ଭୁବନେଶ୍ୱରରେ ଆଉ ୨୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମିଶାଇ ଭୁବନେଶ୍ୱରରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩ରେ ପହଞ୍ଚିଛି। ସେମାନଙ୍କ […]

  • Tuesday, 13 July 2021
shutdown
ବଡ଼ବିଲ୍‌ ସହର ସପ୍ତାହେ ସଟ୍‌ଡାଉନ୍‌

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ବଡ଼ବିଲ୍‌ ସହରକୁ ଆଜିଠୁ ସପ୍ତାହେ ପାଇଁ ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ଜିଲ୍ଲାପାଳ। ବଡ଼ବିଲ୍‌ରୁ ଆଜି ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଆଜି ଚିହ୍ନଟ ହୋଇଥିବା ସମସ୍ତ ୧୧ ଆକ୍ରାନ୍ତ ଲୋକାଲ୍ କେସ୍ ବୋଲି ଜିଲ୍ଲାପାଳ କହିଛନ୍ତି। ସଟ୍‌ଡାଉନ୍‌ରେ ମାର୍କେଟ କମ୍ପ୍ଲେକ୍ସ ବନ୍ଦ ରହିବ। କିନ୍ତୁ ଅତ୍ୟାବଶ୍ୟକ ସେବା ଚାଲୁ ରହିବ। ସୂଚନାଥାଉ କି, କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି […]

  • Tuesday, 13 July 2021
corona positive
୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୬ କରୋନା ରୋଗୀ

ଭୁବନେଶ୍ୱର: ସାରା ଦେଶରେ କରୋନା ସଂକ୍ରମଣ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର କଟକଣା କଡ଼ାକଡ଼ି କରିଥିଲେ ମଧ୍ୟ  ରାଜ୍ୟରେ କରୋନା ଗ୍ରାଫ ଉପରମୁହଁ ହେବାରେ ଲାଗିଛି। ଗତକାଲି ରାଜ୍ୟରୁ ୯୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ  ଆଜି ୮୬ ଜଣ ଚିହ୍ନଟ ହୋଇଛନ୍ତି। ଏଥି ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ୩୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା […]

  • Tuesday, 13 July 2021
corona testing
ଭୁବନେଶ୍ୱର ମହାନଗର ନିଗମର ୨ କର୍ମଚାରୀ, ଜଣେ ଡ୍ରାଇଭରଙ୍କୁ କରୋନା

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)ର ୨ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଆକ୍ରାନ୍ତ ୨ ଜଣ ଇଞ୍ଜିନିୟର ବୋଲି ଜଣାପଡ଼ିଛି। ସେହିପରି ଜଣେ ଡ୍ରାଇଭର ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ବିଏମ୍‌ସିର ୨ଜଣ ଷ୍ଟାଫ୍‌ ଓ ଜଣେ ଡ୍ରାଇଭର କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ବିଏମ୍‌ସି ଇଞ୍ଜିନିୟରିଂ ବିଭାଗ ସିଲ୍ କରି ଦିଆଯାଇଛି। ଏଥିସହ ବିଭାଗର ସମସ୍ତ କର୍ମଚାରୀଙ୍କୁ ହୋମ୍ କ୍ୱାରେଣ୍ଟିନ୍‌ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏ ନେଇ ବିଏମ୍‌ସି କମିଶନର […]

  • Tuesday, 13 July 2021
coronavirus-odisha
ଓଡ଼ିଶାରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ନେଲା ଆଉ ୨ଜଣଙ୍କ ଜୀବନ। ୨ ମୃତକ ଗଜପତି ଓ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୩୬କୁ ବୃଦ୍ଧି ପାଇଛି। ସେହିପରି କରୋନାରେ ଆକ୍ରାନ୍ତ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ଯଦିଓ ମହିଳା ଜଣକ କରୋନାରେ ଆକ୍ରାନ୍ତ ହୋଇଥିଲେ ତେବେ କରୋନା ଯୋଗୁ ତାଙ୍କର ମୃତ୍ୟୁ ଘଟି ନ ଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତ […]

91421093_3110305529059371_5797060119829151744_n
ଓଡ଼ିଶାରେ ଆଉ ୪୬୯ କରୋନା ଆକ୍ରାନ୍ତ‌ ଚିହ୍ନଟ, ୯ ହଜାର ପାର୍‌ ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

visut
ଭିସୁଟ୍‌ର ୨୫ ଛାତ୍ର କରୋନା ଆକ୍ରାନ୍ତ

ସମ୍ବଲପୁର: ବୁର୍ଲା ଭିସୁଟ୍ ‌(Veer Surendra Sai University of Technology)ର ୨୫ ଛାତ୍ର  କରୋନା ଆକ୍ରାନ୍ତ ହୋଇଛନ୍ତି । କାଲି ୨୪ ଜଣ ଆକ୍ରାନ୍ତ ହୋଇଥିବାବେଳେ ଆଜି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କରୋନା ଆକ୍ରାନ୍ତ ଚିହ୍ନଟ ପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି । ଉପଜିଲ୍ଲାପାଳ, ପିଡି ଡିଆରଡିଏ ହଷ୍ଟେଲରେ ସ୍ଥିତି ସମୀକ୍ଷା କରିଛନ୍ତି। କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଆଉ କେହି ଛାତ୍ର ଯେପରି ସଂକ୍ରମିତ ନ ହୁଅନ୍ତି […]

  • Tuesday, 13 July 2021
Orissa High Court
ଜୁଲାଇ ୮ ଯାଏ ଓଡ଼ିଶା ହାଇକୋର୍ଟ ଓ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ

କଟକ: ଆସନ୍ତାକାଲିଠୁ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ହାଇକୋର୍ଟ ଏବଂ ଏହାର ସମସ୍ତ କାର୍ଯ୍ୟାଳୟ ବନ୍ଦ ରହିବ। ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ଏ ନେଇ ବିଧିବଦ୍ଧ ଭାବେ ନିର୍ଦ୍ଦେଶ ଜାରି କରାଯାଇଛି। କଟକ ସହର ସଟ୍‌ଡାଉନ୍‌କୁ ଦୃଷ୍ଟିରେ ରଖି ହାଇକୋର୍ଟ ବନ୍ଦ ନେଇ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଯେଉଁସବୁ ଶୁଣାଣି ୬ ତାରିଖରୁ ୮ ତାରିଖ ପର୍ଯ୍ୟନ୍ତ ହେବାକୁ ଥିଲା ତାହା ହେବନାହିଁ। ୬ ତାରିଖରେ ହେବାକୁ ଥିବା ବେଞ୍ଚ୍‌ ଶୁଣାଣି ଆସନ୍ତା ୯ ତାରିଖରେ […]

  • Tuesday, 13 July 2021
Bol
ଏ ବର୍ଷ ବୋଲବମ୍‌ ଯାତ୍ରା ବନ୍ଦ

ଭୁବନେଶ୍ୱର: ମହାମାରୀ କରୋନା ପାଇଁ ଚଳିତ ବର୍ଷ ବନ୍ଦ ରହିବ ବୋଲବମ୍‌ ଯାତ୍ରା। ଏ ନେଇ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସୂଚନା ଦେଇଛନ୍ତି। ଭିଡ଼କୁ ଦୃଷ୍ଟିରେ ରଖି ତଥା ମନ୍ଦିର ବନ୍ଦ ଥିବାରୁ ବୋଲବମ୍ ଯାତ୍ରା ବନ୍ଦ ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। କୌଣସି ଭକ୍ତଙ୍କୁ ବୋଲବମ୍ ଯାତ୍ରାରେ ନ ଯିବାକୁ ସରକାର ତାଗିଦ୍ କରିଛନ୍ତି। ରାଜ୍ୟରେ ଯେଉଁଭଳି ଭାବରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ […]

  • Tuesday, 13 July 2021