• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

coronavirus
କଟକ ସହର ସଟ୍‌ଡାଉନ୍‌

କଟକ: କଟକ ସହରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଛି। ଏହାକୁ ଦୃଷ୍ଟିରେ ରଖି କଟକ ସହରକୁ ୪ ଦିନ ସଟ୍‌ଡାଉନ ଘୋଷଣା କରାଯାଇଛି। ଆଜିଠୁ ଜୁଲାଇ ୮ ତାରିଖ ମଧ୍ୟରାତ୍ର ଯାଏ କଟକ ସହରକୁ ସଟ୍‌ଡାଉନ୍ କରାଯିବ ବୋଲି କଟକ ମହାନଗର ନିଗମ(ସିଏମ୍‌ସି) ଘୋଷଣା କରିଛି। ସଟ୍‌ଡାଉନ୍‌ ଘୋଷଣାକୁ଼ ତତ୍କାଳ ଲାଗୁ ନେଇ ସିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି। ସଟ୍‌ଡାଉନ୍‌ ବେଳେ କୌଣସି ଅଣ ଅତ୍ୟାବଶ୍ୟକ ପରିବହନକୁ ଅନୁମତି ମିଳିବନି। ସେହିପରି ସମସ୍ତ […]

corona vaccine
ମହାରାଷ୍ଟ୍ରରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୮ ହଜାରରୁ ଅଧିକ କରୋନା ରୋଗୀ

ମୁମ୍ବାଇ: ଦେଶରେ କରୋନା ସଂକ୍ରମଣ ଦିନକୁ ବଢିବାରେ ଲାଗିଛି। ବିଶେଷ କରି ମହାରାଷ୍ଟ୍ରରେ ରେକର୍ଡ ସଂଖ୍ୟାକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଗୁରୁବାର ମହାରାଷ୍ଟ୍ରରୁ ସର୍ବାଧିକ ୮, ୭୦୨ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ତଥ୍ୟରୁ ଜଣାଯାଇଛି, ଗତ ୨୪ ଘଣ୍ଟା ମଧ୍ୟରେ  ଦେଶରେ ୧୬ ହଜାର ୫୭୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୧୨୦ ରୋଗୀଙ୍କର ଜୀବନ ଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ତଥ୍ୟ ଅନୁସାରେ […]

  • Tuesday, 13 July 2021
corona
କଟକ ସହରରୁ ଆଉ ୧୧ କରୋନା ଆକ୍ରାନ୍ତ ଚିହ୍ନଟ, ୬ଜଣ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ

କଟକ: କଟକ ଜିଲ୍ଲାରେ ଆଉ ୧୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୧୧ ଜଣ କଟକ ସହରର। ଅର୍ଥାତ୍‌ ଏହି ୧୧ ଆକ୍ରାନ୍ତ କଟକ ମହାନଗର ନିଗମ(ସିଏମ୍‌ସି) ଅଞ୍ଚଳର। ସିଏମ୍‌ସି ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ କଟକ ମହାନଗର ନିଗମ ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧୬ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୨୨ ଜଣ ସୁସ୍ଥ ହୋଇଥିବାବେଳେ ୯୨ ଜଣ ଚିକିତ୍ସାଧୀନ ଅଛନ୍ତି। ୨ ଜଣଙ୍କର ମୃତ୍ୟୁ […]

corona
ରାଣୀହାଟ ମାଳିସାହିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ଭାବେ ଘୋଷଣା କଲା CMC

କଟକ: କଟକ ମହାନଗର ନିଗମ ରାଣୀହାଟ ମାଳିସାହିକୁ କଣ୍ଟେନ୍‌ମେଣ୍ଟ୍‌ ଜୋନ୍ ଭାବେ ଘୋଷଣା କରିଛି। ଏହି ଅଞ୍ଚଳରୁ କିଛି କରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ CMC ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ଗାଡ଼ି ଚଳାଚଳ ମନା କରାଯାଇଥିବା ବେଳେ ଘରୁ କେହି ନ ବାହାରିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଯୋଗ୍ୟ, କଟକ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଳାଗିଛି।  ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୭୧୫ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ […]

  • Tuesday, 13 July 2021
corona testing
VSSUTର ୪ କର୍ମଚାରୀଙ୍କୁ କରୋନା

ସମ୍ବଲପୁର: ବୁର୍ଲା ସ୍ଥିତ Veer Surendra Sai University of Technology(VSSUT)ର ୪ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ଆକ୍ରାନ୍ତ ଜଣେ ଅଧ୍ୟାପିକାଙ୍କ ସଂସ୍ପର୍ଶରେ ଆସି ଏହି ୪ କର୍ମଚାରୀ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସୂଚନାଥାଉ କି, ସମ୍ପୃକ୍ତ ଅଧ୍ୟାପିକାଙ୍କ ସ୍ୱାମୀଙ୍କ କରୋନାରେ ମୃତ୍ୟୁ ଘଟିଥିଲା। ସ୍ୱାମୀଙ୍କ ମୃତ୍ୟୁ ପରେ ଅଧ୍ୟାପିକାଙ୍କ ନମୁନା ବି ପଜିଟିଭ ଆସିଥିଲା। ଅଧ୍ୟାପିକାଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ […]

  • Tuesday, 13 July 2021
bhubaneswar
ସଟ୍‌ଡାଉନ୍‌ରେ ଖଟି କରି ଗଣିଲେ ୫ ହଜାର ଟଙ୍କା ଫାଇନ୍‌

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ସଟ୍‌ଡାଉନ୍‌ କଟକଣାକୁ ଫୁ କରି ଖଟି କରିବା। ସଟ୍‌ଡାଉନ୍‌ ବେଳେ ଭୁବନେଶ୍ୱର ଜୟଦେବ ଭବନ ସ୍ଥିତ ଓମ୍‌ଫେଡ୍ ପାର୍ଲର ସାମ୍ନାରେ ଖଟି କରୁଥିବା କିଛି ଲୋକଙ୍କ ନିକଟରୁ ପୁଲିସ୍‌ ଜରିମାନା ଆଦାୟ କରିଛି। ସଟ୍‌ଡାଉନ୍‌ ସମୟରେ ବିନା କାରଣରେ ଘରୁ ନ ବାହାରିବାକୁ ନିର୍ଦ୍ଦେଶ ରହିଛି। ଏସବୁ ସତ୍ତ୍ୱେ କିଛି ଲୋକ ଆଜି ଏଠାରେ ଖଟି କରୁଥିବା ବେଳେ ଖବର ପାଇ କ୍ୟାପିଟାଲ୍‌ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚିଥିଲା। ସଟ୍‌ଡାଉନ୍‌ କଟକଣାକୁ ନ ମାନି […]

  • Tuesday, 13 July 2021
covid-19
ଏହି ୩ ରାଜ୍ୟରେ ଠାବ ହେଲା କରୋନାର ୨ ନୂଆ ଷ୍ଟ୍ରେନ୍‌

ନୂଆଦିଲ୍ଲୀ: ଭାରତର ତିନି ରାଜ୍ୟ ମହାରାଷ୍ଟ୍ର, ତେଲେଙ୍ଗନା ଏବଂ କେରଳରେ କୋଭିଡ-୧୯ର ଦୁଇଟି ନୂଆ ଷ୍ଟ୍ରେନ୍‌ ଠାବ ହୋଇଛି। ତେବେ ମହାରାଷ୍ଟ୍ର ଏବଂ କେରଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧିର କାରଣ ଯେ ଏହି ନୂଆ ଷ୍ଟ୍ରେନ ତାହାର କୌଣସି ସ୍ପଷ୍ଟ ପ୍ରମାଣ ମିଳିନାହିଁ। କେନ୍ଦ୍ର ସରକାରଙ୍କ ସୂଚନା ଅନୁଯାୟୀ, ଏହି ଦୁଇ ନୂଆ ଭାରିଏଣ୍ଟର ନାମ N440K ଏବଂ E484K। E484K ଏମିତି ଭାଇରସ ଯାହାକୁ ଶରୀରର ଇମ୍ୟୁନ ରେସ୍‌ପନ୍ସ ନଷ୍ଟ କରିବାରେ ବିଫଳ ହୋଇଛି। […]

  • Tuesday, 13 July 2021
corona positive
ପୁଣି କାୟା ମେଲାଉଛି କରୋନା; ଏଇ ରାଜ୍ୟରେ ୬୦ ପ୍ରତିଶତ ମନ୍ତ୍ରୀ ସଂକ୍ରମିତ

ନୂଆଦିଲ୍ଲୀ: ପୁଣି କାୟା ମେଲାଇଲାଣି କରୋନା।  ମହାରାଷ୍ଟ୍ର, କେରଳ, ଛତିଶଗଡ଼, ପଞ୍ଜାବ ଓ ମଧ୍ୟପ୍ରଦେଶରେ କରୋନା ସଂକ୍ରମଣ ଯେପରି ବଢ଼ିବାରେ ଲାଗିଛି ଲୋକଙ୍କ ଚିନ୍ତା ବଢିବାରେ ଲାଗିଛି।  ଲଗାତର ୬ ଦିନ ହେବ ଚିହ୍ନଟ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଗତକାଲି ଦେଶରେ ଆକ୍ଟିଭ୍ କେଶ୍ ସଂଖ୍ୟା ୧.୫ ଲକ୍ଷ ଅତିକ୍ରମ କରିଛି । ଏହାକୁ ମିଶାରେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧.୧୦ କୋଟି ଛୁଇଁଛି । ତେବେ ଚିକିତ୍ସାଧୀନ ସଂକ୍ରମିତଙ୍କ ମଧ୍ୟରୁ ୭୪ […]

  • Tuesday, 13 July 2021
corona
ଭୁବନେଶ୍ୱରରୁ ଚିହ୍ନଟ ନୂଆ ୨୫ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୩ଟି ଲୋକାଲ୍ କେସ୍

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଆଉ ୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨ଟି ହୋମ୍ କ୍ୱାରେଣ୍ଟିନ୍‌, ୨୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି।  ତେବେ ଆଜି ଭୁବନେଶ୍ୱରରେ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ମଧ୍ୟରୁ ମଞ୍ଚେଶ୍ୱର ଅଞ୍ଚଳରୁ ୫, ସାମନ୍ତାରପୁର ଅଞ୍ଚଳରୁ ୨, ମଞ୍ଚେନାଥ ହାଇସ୍କୁଲ(ଚକେଇସିଆଣି) ନିକଟରୁ ୪, ହାଡ଼ବାଇ ବସ୍ତି (ଚକେଇସିଆଣି)ରୁ ୨, ପାସ୍‌ପୋର୍ଟ ଅଫିସ୍‌ […]

ofc
ଗଞ୍ଜାମ ପରେ ଯାଜପୁରରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍‌ ମନା

ଯାଜପୁର: ଗଞ୍ଜାମ ପରେ ଯାଜପୁର ଜିଲ୍ଲାରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରାଯାଇଛି।  ୮ ତାରିଖ ମଧ୍ୟରାତ୍ର ଯାଏ ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରିଛନ୍ତି ଯାଜପୁର ଜିଲ୍ଲାପାଳ। ୪୮ ଘଣ୍ଟା ମଧ୍ୟରେ ଯାଜପୁରରେ ୮୧ କରୋନା ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।  ୮୧ ଜଣଙ୍କ ମଧ୍ୟରେ ଜଣେ ବରିଷ୍ଠ ସରକାରୀ ଅଫିସର ଥିବା ସୂଚନା ମିଳିଛି। ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ଏହା ପୂର୍ବରୁ ଗଞ୍ଜାମରେ […]

  • Tuesday, 13 July 2021
Pradipta Mohapatra
ଜୁଲାଇ ୧ରୁ ଭୁବନେଶ୍ୱର ସମେତ ଏହିସବୁ ଅଞ୍ଚଳରେ ହେବ ସେରୋଲୋଜିକାଲ୍‌ ସର୍ଭେ

ଭୁବନେଶ୍ୱର: କରୋନା ମୁକାବିଲା ଲାଗି ଆସନ୍ତା ଜୁଲାଇ ୧ରୁ ଭୁବନେଶ୍ୱରରେ ସେରୋଲୋଜିକାଲ୍‌ ସର୍ଭେ ଆରମ୍ଭ ହେବ। ଭୁବନେଶ୍ୱର ସହର ସମେତ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ ଏହି ସର୍ଭେ ହେବ। ସେହିପରି କଟକ ଜିଲ୍ଲା ବଡ଼ମ୍ବା-ନରସିଂହପୁରରେ ମଧ୍ୟ ସେରୋଲୋଜିକାଲ ସର୍ଭେ ହେବ। ଗତ ଶନିବାରଠୁ ପୁରୀରେ ସେରୋଲୋଜିକାଲ ସର୍ଭେ ଆରମ୍ଭ ହୋଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟ ସେବାରେ ନିଯୁକ୍ତ ବ୍ୟକ୍ତିଙ୍କୁ ସେରୋଲଜିକାଲ ସର୍ଭେରେ ପରିସରଭୁକ୍ତ […]

  • Tuesday, 13 July 2021
shutdown
ଛତ୍ରପୁର NAC ୭ ଦିନ ସଟ୍‌ଡାଉନ୍

ଛତ୍ରପୁର: ଆସନ୍ତାକାଲିଠୁ ୭ ଦିନ ପାଇଁ ଗଞ୍ଜାମ ଜିଲ୍ଲା ଛତ୍ରପୁର NAC ଅଞ୍ଚଳକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ମୁକାବିଲା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି। ଜୁନ୍‌ ୩୦ରୁ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ଏହି ୭ ଦିନ କେବଳ ଅତ୍ୟାବଶ୍ୟକ ସେବା ଛଡ଼ା ଅନ୍ୟ ସବୁ ବନ୍ଦ ରହିବ ବୋଲି ଜିଲ୍ଲାପାଳ କହିଛନ୍ତି। ତେବେ ସଟ୍‌ଡାଉନ୍ ଘୋଷଣା ହେବା ପରେ ବଜାରରେ ହଠାତ୍‌ ଲୋକଙ୍କ […]

  • Tuesday, 13 July 2021
corona
ରାଜ୍ୟରେ ୨୪ ଘଣ୍ଟାରେ କରୋନାରେ ଜଣେ ମୃତ, ୬୩ ଆକ୍ରାନ୍ତ

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ଶୂନ ଥିବାବେଳେ ଗତ ୨୪ ଘଣ୍ଟାରେ ପୁଣି ଜଣଙ୍କର ମୃତ୍ୟୁ ଖବର ଆସିଛି। ମୃତକ ଜଣକ ମୟୂରଭଞ୍ଜ ଜିଲ୍ଲାର । ୫୦ ବର୍ଷ ବୟସ୍କ ଏହି ବ୍ୟକ୍ତି ଜଣକ ଡାଇବେଟିସ୍‌ ସହ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ହୋଇଥିଲେ। Regret to inform the demise of 50 years old male Covid positive patient of Mayurbhanj District who was […]

maharastra minister
ଦୁଇ ଦିନ ତଳେ ନିଜ ଜନ୍ମଦିନ ପାଳିଥିଲେ ମନ୍ତ୍ରୀ, ଆଜି କରୋନା ରିପୋର୍ଟ ଆସିଲା ପଜିଟିଭ

ମୁମ୍ବାଇ:ମହାରାଷ୍ଟ୍ରରେ କରୋନା ଭାଇରସ୍ ପୁଣି ଥରେ କାୟା ବିସ୍ତାର କରିବାକୁ ଲାଗିଛି। ଏଥର ରାଜ୍ୟର ଜଳ ସଂପଦ ମନ୍ତ୍ରୀ  ଜୟନ୍ତ ପାଟିଲ କରୋନା ସଂକ୍ରମିତ ହୋଇଛନ୍ତି। ଗୁରୁବାର ସେ ଏହି ସୂଚନା ଦେଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ପାଟିଲ ଦୁଇ ଦିନ ତଳେ ନିଜ ଜନ୍ମଦିନ ଉତ୍ସବ ପାଳନ କରିଥିଲେ। କୁହାଯାଉଛି, ଉତ୍ସବ ସମୟରେ ମାସ୍କ ଏବଂ ସୋଶାଲ ଡିଷ୍ଟାନ୍ସିଂ ପାଳନ କରାଯାଇ ନ ଥିଲା। ମନ୍ତ୍ରୀ ଟ୍ୱିଟ୍‌ କରି କହିଛନ୍ତି, ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ […]

  • Tuesday, 13 July 2021
EXeissIXkAAzgHs
ଓଡ଼ିଶାରେ କରୋନା ନେଲା ଆଉ ୨ ମୁଣ୍ଡ

ଭୁବନେଶ୍ୱର: ଓଡ଼ିଶାରେ ଆଉ ୨ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨,୦୮୬ଜଣ ଚିକିତ୍ସାଧୀନ ଥିବାବେଳେ ୪,୭୪୩ଜଣ ସୁସ୍ଥ ହୋଇଛନ୍ତି। […]

  • Tuesday, 13 July 2021
91421093_3110305529059371_5797060119829151744_n
ଓଡ଼ିଶାରେ ଆଉ ୨୪୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୪୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ […]

  • Tuesday, 13 July 2021
coronavirus
ଓଡ଼ିଶାର ଏହି ଜିଲ୍ଲାରେ ବଢ଼ିଲା କ୍ୱାରେଣ୍ଟିନ୍‌ ଅବଧି

ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ କ୍ୱାରେଣ୍ଟିନ୍‌ ଅବଧି ୨୧ ଦିନକୁ ବୃଦ୍ଧି କରାଯାଇଛି। ୧୪ ଦିନିଆ କ୍ୱାରେଣ୍ଟିନ୍‌ ପରେ ପଜିଟିଭ ବାହାରୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁସାରେ, ଯେଉଁ ପ୍ରବାସୀମାନେ ଗଜପତି ଜିଲ୍ଲାକୁ ଫେରିବେ ସେମାନେ ୨୧ ଦିନ ଯାଏ TMCରେ ରହିବା ବାଧ୍ୟତାମୂଳକ।  TMCରେ ଥାଇ ଟେଷ୍ଟ ନେଗେଟିଭ ଆସିଲେ ବି ପୂରା ସମୟ ଅର୍ଥାତ୍‌ ୨୧ ଦିନ କ୍ୱାରେଣ୍ଟିନ୍‌ରେ ରହିବେ। ଲକ୍ଷଣ ନ ଥିଲେ ୨୧ […]

  • Tuesday, 13 July 2021
corona
‘ଘରଠୁ ୧ କି.ମି.ରୁ ଅଧିକ ଦୂରକୁ ଯାତ୍ରା କରନ୍ତୁ ନାହିଁ’

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଯେଉଁଭଳି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି, ତାକୁ ନେଇ ଏବେ ଚିନ୍ତା ବଢ଼ିଛି।  ଜିଲ୍ଲାରେ ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଘର ଠାରୁ ୧ କି.ମି.ରୁ ଅଧିକ ଦୂରକୁ ଯାତ୍ରା ନ କରିବାକୁ ଗଞ୍ଜାମ ଜିଲ୍ଲାବାସୀଙ୍କୁ ଜିଲ୍ଲାପାଳ ନିବେଦନ କରିଛନ୍ତି। କରୋନା ସଂକ୍ରମଣକୁ ନେଇ ଜିଲ୍ଲାପାଳ ଏହି ନିବେଦନ କରିଥିବା ଜଣାପଡ଼ିଛି। ଏଥିସହ ଜ୍ୱର, କାଶ, ଅଣନିଶ୍ୱାସୀ ଓ ଝାଡାବାନ୍ତି ଭଳି ଲକ୍ଷଣ ଦେଖାଦେଲେ ଏହାକୁ ନ ଲୁଚାଇ […]

  • Tuesday, 13 July 2021
corona vaccine
ସ୍ୱାସ୍ଥ୍ୟକର୍ମୀଙ୍କୁ ଦିଆଗଲା କରୋନା ଟିକାର ୨ୟ ଡୋଜ୍‌

ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ସ୍ୱାସ୍ଥ୍ୟକର୍ମୀଙ୍କ ଦ୍ୱିତୀୟ ଡୋଜ୍ କୋଭିଡ ଟୀକାକରଣ କାର୍ଯ୍ୟକ୍ରମ।  ବର୍ତ୍ତମାନ ସୁଦ୍ଧା ପ୍ରଥମ ଡୋଜ ଟିକା ନେଇଛନ୍ତି ୪ ଲକ୍ଷରୁ ଅଧିକ ଲୋକ । ଏହା ସ୍ୱାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ଧାର୍ଯ୍ୟଲକ୍ଷ୍ୟର ପାଖାପାଖି ୯୦ ପ୍ରତିଶତ। କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକ ଲଷ୍ମୀଧର ସାହୁ ଆଜି ଦ୍ୱିତିୟ ଡୋଜ୍ କୋଭିଡ ଟିକା ନେଇଥିଲେ । ଅନ୍ୟପକ୍ଷେ ଯେଉଁ ସ୍ୱାସ୍ଥ୍ୟ କର୍ମୀମାନେ ପ୍ରଥମ ଡୋଜ ନେଇ ନାହାଁନ୍ତି, ସେମାନଙ୍କୁ ଆଉଥରେ ସୁଯୋଗ ଦିଆଯାଉଛି । ଫେବ୍ରୁଆରୀ […]

  • Tuesday, 13 July 2021
corona
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୬ କରୋନା ପଜିଟିଭ୍‌, ସୁସ୍ଥ ହେଲେ ୧୯

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଟି ହୋମ୍ କ୍ୱାରେଣ୍ଟିନ୍‌, ୩ଟି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ହୋମ୍‌ କ୍ୱାରେଣ୍ଟିନ୍‌ କେସ୍‌ ମଧ୍ୟରୁ ଡୁମ୍‌ଡୁମା(ଫେଜ୍‌-୧) ଅଞ୍ଚଳରୁ ଜଣେ, ଆଇଆର୍‌ସି ଭିଲେଜ୍(ନୟାପଲ୍ଲୀ)ଅଞ୍ଚଳରୁ ଜଣେ ଓ ବାପୁଜୀନଗର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତଙ୍କର ଟ୍ରାଭେଲ୍‌ ହିଷ୍ଟ୍ରୀ ରହିଛି। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ କେସ୍ ମଧ୍ୟରେ ଟଙ୍କପାଣି ରୋଡ୍ ଅଞ୍ଚଳରେ […]

  • Tuesday, 13 July 2021
EaNSYFqWAAApKws
ଓଡ଼ିଶାରେ ଆଉ ୩ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ ଓ ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ପୁରଷ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। […]

coronavirus
୨୩ ଜିଲ୍ଲାରୁ ଆଉ ୨୬୪ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬୪ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୩୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

corona
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଜଣଙ୍କ ମଧ୍ୟରୁ ଜଣେ ହୋମ୍ କ୍ୱାରେଣ୍ଟିନ୍‌ରେ ଥିଲେ ଓ ୮ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ୮ଟି ଲୋକାଲ୍‌ କଣ୍ଟାକ୍ଟ କେସ୍ ମଧ୍ୟରୁ ୪ଟି ଶିରିପୁର ଲକ୍ଷ୍ମୀବଜାର ବସ୍ତି ଲିଙ୍କ୍‌ରୁ ଚିହ୍ନଟ ହୋଇଥିବାବେଳେ RBI ଅଫିସ୍ ପାଖ ଏକ ଘରୋଇ ସିକ୍ୟୁରିଟି ଗାର୍ଡ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଏକ […]

  • Tuesday, 13 July 2021
corona
୩ ଦିନରେ ୩ ମୁଣ୍ଡ ନେଲା କରୋନା, ୬ ଦିନ ପାଇଁ ସଟ୍‌ଡାଉନ୍‌‌ ଘୋଷଣା ହେଲା ଜାହାଡ଼ା ପଞ୍ଚାୟତ

ଆସିକା: ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ପ୍ରତ୍ୟେକ ଦିନ ଜିଲ୍ଲାରୁ ଆକ୍ରାନ୍ତମାନେ ଚିହ୍ନଟ ହେଉଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଧରାକୋଟ ବ୍ଲକ୍‌ ଜାହାଡ଼ା ପଞ୍ଚାୟତରେ ୩ ଦିନରେ କରୋନା ୩ ଜଣଙ୍କ ମୁଣ୍ଡ ନେଇଛି। ମୃତକଙ୍କ ମଧ୍ୟରେ ଧରାକୋଟ ବ୍ଲକ୍‌ ଉପାଧ୍ୟକ୍ଷ ଭଗବାନ ସ୍ୱାଇଁ ଅଛନ୍ତି। ଏହି ଘଟଣା ପରେ ଜାହାଡ଼ା ପଞ୍ଚାୟତକୁ ୬ ଦିନ ପାଇଁ ସରପଞ୍ଚ ସଟ୍‌ଡାଉନ୍‌‌ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଧରାକୋଟ ବ୍ଲକ […]

  • Tuesday, 13 July 2021
corona testing
ବରଗଡରୁ ଚିହ୍ନଟ ହେଲେ ସର୍ବାଧିକ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ପୁଣି ବଢିଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ଶହେ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୯୨ ଜଣ କରୋନା ରୋଗୀ ସାମ୍ନାକୁ ଆସିଛନ୍ତି। ଏମାନଙ୍କ ମଧ୍ୟରୁ ୫୪ ଜଣ କ୍ୱାରେଣ୍ଟିନ ସେଣ୍ଟରର ଥିବାବେଳେ ୩୮ ଜଣ ଲୋକାଲ କଣ୍ଟାକ୍ଟ ଥିବା ଜଣାଯାଇଛି। ଆଜି ବରଗଡରୁ ସର୍ବାଧିକ କରୋନା […]

  • Tuesday, 13 July 2021