ଯାଜପୁର: ଗଞ୍ଜାମ ପରେ ଯାଜପୁର ଜିଲ୍ଲାରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରାଯାଇଛି। ୮ ତାରିଖ ମଧ୍ୟରାତ୍ର ଯାଏ ସାଧାରଣ ଲୋକଙ୍କୁ ସରକାରୀ ଅଫିସ୍ ଯିବାକୁ ବାରଣ କରିଛନ୍ତି ଯାଜପୁର ଜିଲ୍ଲାପାଳ। ୪୮ ଘଣ୍ଟା ମଧ୍ୟରେ ଯାଜପୁରରେ ୮୧ କରୋନା ପଜିଟିଭ ଚିହ୍ନଟ ପରେ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ୮୧ ଜଣଙ୍କ ମଧ୍ୟରେ ଜଣେ ବରିଷ୍ଠ ସରକାରୀ ଅଫିସର ଥିବା ସୂଚନା ମିଳିଛି। ଏଠାରେ ଆମେ ଆପଣଙ୍କୁ କହି ରଖୁଛୁ ଯେ, ଏହା ପୂର୍ବରୁ ଗଞ୍ଜାମରେ […]
ଭୁବନେଶ୍ୱର: କରୋନା ମୁକାବିଲା ଲାଗି ଆସନ୍ତା ଜୁଲାଇ ୧ରୁ ଭୁବନେଶ୍ୱରରେ ସେରୋଲୋଜିକାଲ୍ ସର୍ଭେ ଆରମ୍ଭ ହେବ। ଭୁବନେଶ୍ୱର ସହର ସମେତ ଗଞ୍ଜାମ ଓ ଗଜପତି ଜିଲ୍ଲାରେ ମଧ୍ୟ ଏହି ସର୍ଭେ ହେବ। ସେହିପରି କଟକ ଜିଲ୍ଲା ବଡ଼ମ୍ବା-ନରସିଂହପୁରରେ ମଧ୍ୟ ସେରୋଲୋଜିକାଲ ସର୍ଭେ ହେବ। ଗତ ଶନିବାରଠୁ ପୁରୀରେ ସେରୋଲୋଜିକାଲ ସର୍ଭେ ଆରମ୍ଭ ହୋଇଛି। ଏନେଇ ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ସ୍ୱାସ୍ଥ୍ୟ ସେବାରେ ନିଯୁକ୍ତ ବ୍ୟକ୍ତିଙ୍କୁ ସେରୋଲଜିକାଲ ସର୍ଭେରେ ପରିସରଭୁକ୍ତ […]
ଛତ୍ରପୁର: ଆସନ୍ତାକାଲିଠୁ ୭ ଦିନ ପାଇଁ ଗଞ୍ଜାମ ଜିଲ୍ଲା ଛତ୍ରପୁର NAC ଅଞ୍ଚଳକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। କରୋନା ମୁକାବିଲା ପାଇଁ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଏହି ସଟ୍ଡାଉନ୍ ଘୋଷଣା କରିଛନ୍ତି। ଜୁନ୍ ୩୦ରୁ ଜୁଲାଇ ୬ ତାରିଖ ପର୍ଯ୍ୟନ୍ତ ସଟ୍ଡାଉନ୍ ଘୋଷଣା ହୋଇଛି। ଏହି ୭ ଦିନ କେବଳ ଅତ୍ୟାବଶ୍ୟକ ସେବା ଛଡ଼ା ଅନ୍ୟ ସବୁ ବନ୍ଦ ରହିବ ବୋଲି ଜିଲ୍ଲାପାଳ କହିଛନ୍ତି। ତେବେ ସଟ୍ଡାଉନ୍ ଘୋଷଣା ହେବା ପରେ ବଜାରରେ ହଠାତ୍ ଲୋକଙ୍କ […]
ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ଶୂନ ଥିବାବେଳେ ଗତ ୨୪ ଘଣ୍ଟାରେ ପୁଣି ଜଣଙ୍କର ମୃତ୍ୟୁ ଖବର ଆସିଛି। ମୃତକ ଜଣକ ମୟୂରଭଞ୍ଜ ଜିଲ୍ଲାର । ୫୦ ବର୍ଷ ବୟସ୍କ ଏହି ବ୍ୟକ୍ତି ଜଣକ ଡାଇବେଟିସ୍ ସହ ଅନ୍ୟାନ୍ୟ ରୋଗରେ ଆକ୍ରାନ୍ତ ହୋଇଥିଲେ। Regret to inform the demise of 50 years old male Covid positive patient of Mayurbhanj District who was […]
ମୁମ୍ବାଇ:ମହାରାଷ୍ଟ୍ରରେ କରୋନା ଭାଇରସ୍ ପୁଣି ଥରେ କାୟା ବିସ୍ତାର କରିବାକୁ ଲାଗିଛି। ଏଥର ରାଜ୍ୟର ଜଳ ସଂପଦ ମନ୍ତ୍ରୀ ଜୟନ୍ତ ପାଟିଲ କରୋନା ସଂକ୍ରମିତ ହୋଇଛନ୍ତି। ଗୁରୁବାର ସେ ଏହି ସୂଚନା ଦେଇଛନ୍ତି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ପାଟିଲ ଦୁଇ ଦିନ ତଳେ ନିଜ ଜନ୍ମଦିନ ଉତ୍ସବ ପାଳନ କରିଥିଲେ। କୁହାଯାଉଛି, ଉତ୍ସବ ସମୟରେ ମାସ୍କ ଏବଂ ସୋଶାଲ ଡିଷ୍ଟାନ୍ସିଂ ପାଳନ କରାଯାଇ ନ ଥିଲା। ମନ୍ତ୍ରୀ ଟ୍ୱିଟ୍ କରି କହିଛନ୍ତି, ତାଙ୍କର ସ୍ୱାସ୍ଥ୍ୟାବସ୍ଥା ଭଲ […]
ଭୁବନେଶ୍ୱର: ଓଡ଼ିଶାରେ ଆଉ ୨ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇ ରାଜ୍ୟରେ ଆଉ ୨ଜଣଙ୍କ ମୃତ୍ୟୁ ଘଟିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ୨ ଜଣ ଗଞ୍ଜାମ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୩ରେ ପହଞ୍ଚିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୬,୮୫୯ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୨,୦୮୬ଜଣ ଚିକିତ୍ସାଧୀନ ଥିବାବେଳେ ୪,୭୪୩ଜଣ ସୁସ୍ଥ ହୋଇଛନ୍ତି। […]
ଭୁବନେଶ୍ୱର: ରାଜ୍ୟରେ ଆଉ ୨୪୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୪୫ ଆକ୍ରାନ୍ତଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୩୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ […]
ପାରଳାଖେମୁଣ୍ଡି: ଗଜପତି ଜିଲ୍ଲାରେ କ୍ୱାରେଣ୍ଟିନ୍ ଅବଧି ୨୧ ଦିନକୁ ବୃଦ୍ଧି କରାଯାଇଛି। ୧୪ ଦିନିଆ କ୍ୱାରେଣ୍ଟିନ୍ ପରେ ପଜିଟିଭ ବାହାରୁଥିବାରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଥିବା ନୂଆ ନିଷ୍ପତ୍ତି ଅନୁସାରେ, ଯେଉଁ ପ୍ରବାସୀମାନେ ଗଜପତି ଜିଲ୍ଲାକୁ ଫେରିବେ ସେମାନେ ୨୧ ଦିନ ଯାଏ TMCରେ ରହିବା ବାଧ୍ୟତାମୂଳକ। TMCରେ ଥାଇ ଟେଷ୍ଟ ନେଗେଟିଭ ଆସିଲେ ବି ପୂରା ସମୟ ଅର୍ଥାତ୍ ୨୧ ଦିନ କ୍ୱାରେଣ୍ଟିନ୍ରେ ରହିବେ। ଲକ୍ଷଣ ନ ଥିଲେ ୨୧ […]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଯେଉଁଭଳି କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି, ତାକୁ ନେଇ ଏବେ ଚିନ୍ତା ବଢ଼ିଛି। ଜିଲ୍ଲାରେ ସ୍ଥିତି ଦିନକୁ ଦିନ ଅଣାୟତ୍ତ ହେବାରେ ଲାଗିଛି। ଘର ଠାରୁ ୧ କି.ମି.ରୁ ଅଧିକ ଦୂରକୁ ଯାତ୍ରା ନ କରିବାକୁ ଗଞ୍ଜାମ ଜିଲ୍ଲାବାସୀଙ୍କୁ ଜିଲ୍ଲାପାଳ ନିବେଦନ କରିଛନ୍ତି। କରୋନା ସଂକ୍ରମଣକୁ ନେଇ ଜିଲ୍ଲାପାଳ ଏହି ନିବେଦନ କରିଥିବା ଜଣାପଡ଼ିଛି। ଏଥିସହ ଜ୍ୱର, କାଶ, ଅଣନିଶ୍ୱାସୀ ଓ ଝାଡାବାନ୍ତି ଭଳି ଲକ୍ଷଣ ଦେଖାଦେଲେ ଏହାକୁ ନ ଲୁଚାଇ […]
ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ସ୍ୱାସ୍ଥ୍ୟକର୍ମୀଙ୍କ ଦ୍ୱିତୀୟ ଡୋଜ୍ କୋଭିଡ ଟୀକାକରଣ କାର୍ଯ୍ୟକ୍ରମ। ବର୍ତ୍ତମାନ ସୁଦ୍ଧା ପ୍ରଥମ ଡୋଜ ଟିକା ନେଇଛନ୍ତି ୪ ଲକ୍ଷରୁ ଅଧିକ ଲୋକ । ଏହା ସ୍ୱାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ଧାର୍ଯ୍ୟଲକ୍ଷ୍ୟର ପାଖାପାଖି ୯୦ ପ୍ରତିଶତ। କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକ ଲଷ୍ମୀଧର ସାହୁ ଆଜି ଦ୍ୱିତିୟ ଡୋଜ୍ କୋଭିଡ ଟିକା ନେଇଥିଲେ । ଅନ୍ୟପକ୍ଷେ ଯେଉଁ ସ୍ୱାସ୍ଥ୍ୟ କର୍ମୀମାନେ ପ୍ରଥମ ଡୋଜ ନେଇ ନାହାଁନ୍ତି, ସେମାନଙ୍କୁ ଆଉଥରେ ସୁଯୋଗ ଦିଆଯାଉଛି । ଫେବ୍ରୁଆରୀ […]
ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଟି ହୋମ୍ କ୍ୱାରେଣ୍ଟିନ୍, ୩ଟି ଲୋକାଲ୍ କଣ୍ଟାକ୍ଟସ୍ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ହୋମ୍ କ୍ୱାରେଣ୍ଟିନ୍ କେସ୍ ମଧ୍ୟରୁ ଡୁମ୍ଡୁମା(ଫେଜ୍-୧) ଅଞ୍ଚଳରୁ ଜଣେ, ଆଇଆର୍ସି ଭିଲେଜ୍(ନୟାପଲ୍ଲୀ)ଅଞ୍ଚଳରୁ ଜଣେ ଓ ବାପୁଜୀନଗର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତଙ୍କର ଟ୍ରାଭେଲ୍ ହିଷ୍ଟ୍ରୀ ରହିଛି। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ କେସ୍ ମଧ୍ୟରେ ଟଙ୍କପାଣି ରୋଡ୍ ଅଞ୍ଚଳରେ […]
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ ଓ ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ପୁରଷ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। […]
ଭୁବନେଶ୍ୱର: ରାଜ୍ୟରେ ଆଉ ୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୩୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଜଣଙ୍କ ମଧ୍ୟରୁ ଜଣେ ହୋମ୍ କ୍ୱାରେଣ୍ଟିନ୍ରେ ଥିଲେ ଓ ୮ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ୮ଟି ଲୋକାଲ୍ କଣ୍ଟାକ୍ଟ କେସ୍ ମଧ୍ୟରୁ ୪ଟି ଶିରିପୁର ଲକ୍ଷ୍ମୀବଜାର ବସ୍ତି ଲିଙ୍କ୍ରୁ ଚିହ୍ନଟ ହୋଇଥିବାବେଳେ RBI ଅଫିସ୍ ପାଖ ଏକ ଘରୋଇ ସିକ୍ୟୁରିଟି ଗାର୍ଡ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଏକ […]
ଆସିକା: ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ପ୍ରତ୍ୟେକ ଦିନ ଜିଲ୍ଲାରୁ ଆକ୍ରାନ୍ତମାନେ ଚିହ୍ନଟ ହେଉଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଧରାକୋଟ ବ୍ଲକ୍ ଜାହାଡ଼ା ପଞ୍ଚାୟତରେ ୩ ଦିନରେ କରୋନା ୩ ଜଣଙ୍କ ମୁଣ୍ଡ ନେଇଛି। ମୃତକଙ୍କ ମଧ୍ୟରେ ଧରାକୋଟ ବ୍ଲକ୍ ଉପାଧ୍ୟକ୍ଷ ଭଗବାନ ସ୍ୱାଇଁ ଅଛନ୍ତି। ଏହି ଘଟଣା ପରେ ଜାହାଡ଼ା ପଞ୍ଚାୟତକୁ ୬ ଦିନ ପାଇଁ ସରପଞ୍ଚ ସଟ୍ଡାଉନ୍ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଧରାକୋଟ ବ୍ଲକ […]
ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ପୁଣି ବଢିଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ଶହେ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୯୨ ଜଣ କରୋନା ରୋଗୀ ସାମ୍ନାକୁ ଆସିଛନ୍ତି। ଏମାନଙ୍କ ମଧ୍ୟରୁ ୫୪ ଜଣ କ୍ୱାରେଣ୍ଟିନ ସେଣ୍ଟରର ଥିବାବେଳେ ୩୮ ଜଣ ଲୋକାଲ କଣ୍ଟାକ୍ଟ ଥିବା ଜଣାଯାଇଛି। ଆଜି ବରଗଡରୁ ସର୍ବାଧିକ କରୋନା […]
ବ୍ରହ୍ମପୁର: ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ଜଣ କରୋନା ଯୋଦ୍ଧା ଅଛନ୍ତି। ପୁରୁଷୋତ୍ତମପୁରର ଜଣେ ସୁରତ ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ […]
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ୬୮ ବର୍ଷୀୟ ପୁରୁଷ। ସମ୍ପୃକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ […]
ବ୍ରହ୍ମପୁର: ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ପ୍ରତ୍ୟେକ ଦିନ ଜିଲ୍ଲାରୁ ଆକ୍ରାନ୍ତମାନେ ଚିହ୍ନଟ ହେଉଛନ୍ତି। ତେବେ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରକୁ ଆଜିଠୁ ଆଜିଠୁ ୪ ଦିନ ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ କବିସୂର୍ଯ୍ୟନଗର ବ୍ଲକ୍ର ଏ. ବାରିଡ଼ା ଗାଁକୁ ଆଜିଠୁ ୭୨ ଘଣ୍ଟିଆ ସଟ୍ଡାଉନ୍ ଘୋଷଣା ହୋଇଛି। ଏହାସହ ଏ.ବାରିଡ଼ାର ଆଖପାଖ ଗାଁକୁ ବଫର ଜୋନ୍ […]
ଭୁବନେଶ୍ୱର: ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ରୋଗୀ ସଂଖ୍ୟା ଅପେକ୍ଷାକୃତ କମ୍ ରହିଥିଲେ ହଁ ୫୦ ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରୁ ୭୨ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି। ୪୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛି ୨୮। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଆଜି ବି […]
ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଜାରି ହୋଇଥିବା ଲକ୍ଡାଉନ୍ ୫.୦ର ଅବଧି ଜୁନ୍ ୩୦ରେ ଶେଷ ହେବ। ଏତେ ଦିନର ଲକ୍ଡାଉନ ସତ୍ତ୍ୱେ ଦେଶରେ କରୋନା ଭାଇରସ୍ ନିୟନ୍ତ୍ରଣ ହୋଇପାରି ନାହିଁ। ବରଂ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଆହୁରି ବଢ଼ିବାରେ ଲାଗିଛି। ପୁଣିଥରେ ଦେଶରେ ଲକ୍ଡାଉନ୍ ଅବଧି ବୃଦ୍ଧି ହେବ ନା ନାହିଁ ସେନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଘୋଷଣା କରାଯାଇନାହିଁ। ତେବେ ଏହା ପୂର୍ବରୁ କିଛି […]
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହି ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୪ ଦିନ ପାଇଁ ବ୍ରହ୍ମପୁର ସହରକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। ସଟ୍ଡାଉନ୍ ସମୟରେ ବ୍ରହ୍ମପୁର ସହରରେ ଘର ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହେବ। ଏହାସହ କଣ୍ଟାକ୍ଟସ୍ ଟ୍ରେସିଂ, ଆଇସୋଲେସନ୍ ଓ ହୋମ୍ କ୍ୱାରେଣ୍ଟିନ୍ ବ୍ୟବସ୍ଥାର ମଧ୍ୟ ଯାଞ୍ଚ ହେବ। ଏଥିପାଇଁ ୭୦ଟି ହେଲ୍ଥ୍ ଟିମ୍ ନିୟୋଜିତ ହେବେ। ସଟ୍ଡାଉନ୍ ବେଳେ କେବଳ […]
ଅଯୋଧ୍ୟା: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ସୁରକ୍ଷା ପାଇଁ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କ ମଧ୍ୟରୁ ୮ ଜଣ ମହିଳା ଆରକ୍ଷୀଙ୍କ ସ୍ୱାସ୍ଥ୍ୟାବସ୍ଥା ଶନିବାର ସକାଳୁ ଖରାପ ହୋଇଯାଇଛି। ଏହି ଖବର ପ୍ରଚାର ହେବା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ୮ ମହିଳା କନ୍ଷ୍ଟେବଲ୍ଙ୍କୁ ଶ୍ରୀରାମ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରୀ ଟିମ୍ ଏମାନଙ୍କ ଉପରେ ନଜର ରଖିଛନ୍ତି। ଏହି ମହିଳା କନ୍ଷ୍ଟେବଲ୍ମାନେ ଶୁକ୍ରବାର ଜିଲ୍ଲାରେ ହୋଇଥିବା କୋଭିଡ-୧୯ […]
ନୂଆଦିଲ୍ଲୀ: କୋଭିଡକୁ ନେଇ ଆଶ୍ୱସ୍ତିର ଖବର। ଦେଶରେ କୋଭିଡ୍ ସଂକ୍ରମଣ ହାର ହ୍ରାସ ପାଉଛି। କୋଭିଡ୍ ଭୂତାଣୁ ସଂକ୍ରମଣ ହାର ଖସି ୫. ୪୨ ପ୍ରତିଶତରେ ପହଞ୍ଚିଛ। ଗତ ଅଗଷ୍ଟ ମାସରେ ଦେଶରେ କରୋନା ସଂକ୍ରମଣ ହାର ୮. ୮୯ ପ୍ରତିଶତ ରହିଥିବାବେଳେ ୪ ଫେବ୍ରୁଆରୀରେ ୫. ୪୨ ପ୍ରତିଶତକୁ ଖସି ଆସିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ସପ୍ତାହରେ କୋଭିଡ୍ ସଂକ୍ରମଣ ହାର ୧. ୮୨ ପ୍ରତିଶତ ରେକର୍ଡ […]