• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona
ଗଞ୍ଜାମରେ ଆଉ ୧୮ କରୋନା ଯୋଦ୍ଧାଙ୍କୁ କରୋନା

ବ୍ରହ୍ମପୁର: ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ଜଣ କରୋନା ଯୋଦ୍ଧା ଅଛନ୍ତି। ପୁରୁଷୋତ୍ତମପୁରର ଜଣେ ସୁରତ ଫେରନ୍ତା କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ […]

  • Tuesday, 13 July 2021
corona
ଓଡ଼ିଶାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ୬୮ ବର୍ଷୀୟ ପୁରୁଷ। ସମ୍ପୃକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍‌ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ […]

  • Tuesday, 13 July 2021
corona
ଓଡ଼ିଶାରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ […]

odisha
ଓଡ଼ିଶାର ଏହି ଜିଲ୍ଲାରେ ଗ୍ରାମାଞ୍ଚଳ ଲୋକଙ୍କୁ ସହର ଆସିବା ମନା

ବ୍ରହ୍ମପୁର: ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ପ୍ରତ୍ୟେକ ଦିନ ଜିଲ୍ଲାରୁ ଆକ୍ରାନ୍ତମାନେ ଚିହ୍ନଟ ହେଉଛନ୍ତି। ତେବେ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରକୁ ଆଜିଠୁ ଆଜିଠୁ ୪ ଦିନ ପାଇଁ  ସଟ୍‌ଡାଉନ୍‌ ଘୋଷଣା କରାଯାଇଥିବା ବେଳେ କବିସୂର୍ଯ୍ୟନଗର ବ୍ଲକ୍‌ର ଏ. ବାରିଡ଼ା ଗାଁକୁ ଆଜିଠୁ ୭୨ ଘଣ୍ଟିଆ ସଟ୍‌ଡାଉନ୍‌ ଘୋଷଣା ହୋଇଛି। ଏହାସହ ଏ.ବାରିଡ଼ାର ଆଖପାଖ ଗାଁକୁ ବଫର ଜୋନ୍ […]

  • Tuesday, 13 July 2021
corona test
୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ରୋଗୀ ସଂଖ୍ୟା ଅପେକ୍ଷାକୃତ କମ୍‌ ରହିଥିଲେ ହଁ ୫୦ ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରୁ ୭୨ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି।  ୪୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛି ୨୮। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଆଜି ବି […]

lockdown
ଏହିସବୁ ରାଜ୍ୟରେ ଜୁଲାଇ ୩୧ ଯାଏ ବଢ଼ିଲା ଲକ୍‌ଡାଉନ୍‌

ନୂଆଦିଲ୍ଲୀ: କରୋନା ସଂକ୍ରମଣକୁ ରୋକିବା ପାଇଁ ଦେଶରେ ଜାରି ହୋଇଥିବା ଲକ୍‌ଡାଉନ୍‌ ୫.୦ର ଅବଧି ଜୁନ୍‌ ୩୦ରେ ଶେଷ ହେବ। ଏତେ ଦିନର ଲକ୍‌ଡାଉନ ସତ୍ତ୍ୱେ ଦେଶରେ କରୋନା ଭାଇରସ୍‌ ନିୟନ୍ତ୍ରଣ ହୋଇପାରି ନାହିଁ। ବରଂ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ଆହୁରି ବଢ଼ିବାରେ ଲାଗିଛି। ପୁଣିଥରେ ଦେଶରେ ଲକ୍‌ଡାଉନ୍‌ ଅବଧି ବୃଦ୍ଧି ହେବ ନା ନାହିଁ ସେନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ଏପର୍ଯ୍ୟନ୍ତ କୌଣସି ଘୋଷଣା କରାଯାଇନାହିଁ। ତେବେ ଏହା ପୂର୍ବରୁ କିଛି […]

shutdown
ଆଜିଠୁ ୪ ଦିନ ପାଇଁ ବ୍ରହ୍ମପୁର ସହର ସଟ୍‌ଡାଉନ୍

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହି ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୪ ଦିନ ପାଇଁ  ବ୍ରହ୍ମପୁର ସହରକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସଟ୍‌ଡାଉନ୍ ସମୟରେ ବ୍ରହ୍ମପୁର ସହରରେ ଘର ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହେବ। ଏହାସହ କଣ୍ଟାକ୍ଟସ୍‌ ଟ୍ରେସିଂ, ଆଇସୋଲେସନ୍ ଓ ହୋମ୍ କ୍ୱାରେଣ୍ଟିନ୍ ବ୍ୟବସ୍ଥାର ମଧ୍ୟ ଯାଞ୍ଚ ହେବ। ଏଥିପାଇଁ ୭୦ଟି ହେଲ୍‌ଥ୍‌ ଟିମ୍ ନିୟୋଜିତ ହେବେ। ସଟ୍‌ଡାଉନ୍‌ ବେଳେ କେବଳ […]

  • Tuesday, 13 July 2021
vaccination at ayodhya
କୋଭିଡ ଟିକା ନେବା ପରେ ୮ ମହିଳା ସୁରକ୍ଷା କର୍ମୀ ଅସୁସ୍ଥ

ଅଯୋଧ୍ୟା: ଉତ୍ତର ପ୍ରଦେଶର ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ଅଯୋଧ୍ୟାର ଶ୍ରୀରାମ ଜନ୍ମଭୂମି ସୁରକ୍ଷା ପାଇଁ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କ ମଧ୍ୟରୁ ୮ ଜଣ ମହିଳା ଆରକ୍ଷୀଙ୍କ ସ୍ୱାସ୍ଥ୍ୟାବସ୍ଥା ଶନିବାର ସକାଳୁ ଖରାପ ହୋଇଯାଇଛି। ଏହି ଖବର ପ୍ରଚାର ହେବା ପରେ ଉକ୍ତ ଅଞ୍ଚଳରେ ଭୟର ବାତାବରଣ ସୃଷ୍ଟି ହୋଇଛି। ୮ ମହିଳା କନ୍‌ଷ୍ଟେବଲ୍‌ଙ୍କୁ ଶ୍ରୀରାମ ହସ୍‌ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତରୀ ଟିମ୍‌ ଏମାନଙ୍କ ଉପରେ ନଜର ରଖିଛନ୍ତି। ଏହି ମହିଳା କନ୍‌ଷ୍ଟେବଲ୍‌ମାନେ ଶୁକ୍ରବାର ଜିଲ୍ଲାରେ ହୋଇଥିବା କୋଭିଡ-୧୯ […]

coroan rate
କରୋନାକୁ ନେଇ ଆସିଲା ଆଶ୍ୱସ୍ତି ଖବର

ନୂଆଦିଲ୍ଲୀ: କୋଭିଡକୁ ନେଇ ଆଶ୍ୱସ୍ତିର ଖବର।  ଦେଶରେ କୋଭିଡ୍ ସଂକ୍ରମଣ ହାର ହ୍ରାସ ପାଉଛି।  କୋଭିଡ୍ ଭୂତାଣୁ ସଂକ୍ରମଣ ହାର ଖସି ୫. ୪୨ ପ୍ରତିଶତରେ ପହଞ୍ଚିଛ। ଗତ ଅଗଷ୍ଟ ମାସରେ ଦେଶରେ କରୋନା ସଂକ୍ରମଣ ହାର ୮. ୮୯ ପ୍ରତିଶତ ରହିଥିବାବେଳେ ୪ ଫେବ୍ରୁଆରୀରେ ୫. ୪୨ ପ୍ରତିଶତକୁ ଖସି ଆସିଛି । କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତ ସପ୍ତାହରେ କୋଭିଡ୍ ସଂକ୍ରମଣ ହାର ୧. ୮୨ ପ୍ରତିଶତ ରେକର୍ଡ […]

  • Tuesday, 13 July 2021
coronavirus
ଆଉ ୨୧୮ କରୋନା ଆକ୍ରାନ୍ତ‌ ଚିହ୍ନଟ, ୬ ହଜାର ପାର୍‌ କଲା ଓଡ଼ିଶାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୨୧୮  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ […]

  • Tuesday, 13 July 2021
OFFice-tika
ନିଜ ଅଫିସରେ ଭାକ୍ସିନ ନେବେ କରୋନା ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର: କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସ୍‌ରେ ଦିଆଯିବ କରୋନା ଟିକା । ଏ ନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ଏହି ସମ୍ମୁଖ ଯୋଦ୍ଧାମାନଙ୍କ ପାଇଁ ବିଭିନ୍ନ ଅଫିସରେ ହେବ ଟିକା ରୁମ୍‌। ୧ମ ଫେଜ୍‌ରେ  ଗୃହ ଓ ନଗର ଉନ୍ନୟନ କର୍ମଚାରୀଙ୍କୁ ଟିକା ଦିଆଯିବ। ରାଜସ୍ୱ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ ମଧ୍ୟ ଟିକା ଦିଆଯିବ। ୬ରୁ ଟିକାକରଣ ଆରମ୍ଭ ହେବ କହିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ। ଟିକାକରଣ ପାଇଁ […]

corona 1
ଗଞ୍ଜାମରୁ ଆଉ ୫୦ କରୋନା ପଜିଟିଭ୍‌ ଚିହ୍ନଟ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆଉ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ଅଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭୬୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।

  • Tuesday, 13 July 2021
coronavirus
ଭୁବନେଶ୍ୱର: ଚିହ୍ନଟ ହେଲେ ଆଉ ୨୨, ସୁସ୍ଥ ହେଲେ ୧୫

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୨ରୁ ୩ଟି ହୋମ୍‌ କ୍ୱାରେଣ୍ଟିନ୍‌ ଓ ୧୯ଟି ଲୋକାଲ୍‌ କଣ୍ଟାକ୍ଟ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ୧୯ ଲୋକାଲ୍‌ କଣ୍ଟାକ୍ଟ୍‌ କେସ୍ ମଧ୍ୟରୁ ୧୬ଜଣ ଏକ ଘରୋଇ ହସ୍ପିଟାଲର କର୍ମଚାରୀ। ୧୬ ଜଣଙ୍କ ମଧ୍ୟରୁ ୩ ଜଣ ପୁରୁଷ ଏବଂ ୧୩ ଜଣ ମହିଳା କର୍ମଚାରୀ ଅଛନ୍ତି। ନୀଳାଦ୍ରି ବିହାରୁ ୨ଟି ଓ ଶୈଳଶ୍ରୀ ବିହାରରୁ ଗୋଟିଏ […]

  • Tuesday, 13 July 2021
coronavirus
ରାଜ୍ୟରେ ଆଉ ୨୮୨ କରୋନା ପଜିଟିଭ୍‌‌ ଚିହ୍ନଟ, ୨୬ଟି ଲୋକାଲ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮୨  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୮୨  ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬, ଝାରସୁଗୁଡ଼ାରୁ ୨୩, […]

office
ଗଞ୍ଜାମରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍‌ ମନା

ଗଞ୍ଜାମ: ଗଞ୍ଜାମରେ ସର୍ବସାଧାରଣଙ୍କୁ ସରକାରୀ ଅଫିସ୍‌ ମନା। ଗଞ୍ଜାମ ଜିଲ୍ଲାରେ ଥିବା ସବୁ ସରକାରୀ ଅଫିସ୍‌କୁ ସର୍ବସାଧାରଣଙ୍କ ଯିବା ଉପରେ ଜିଲ୍ଲା ପ୍ରଶାସନ ପକ୍ଷରୁ କଟକଣା ଜାରି କରାଯାଇଛି। ଜିଲ୍ଲାର ଜଣେ ବରିଷ୍ଠ ସରକାରୀ ଅଧିକାରୀ କରୋନାରେ ଆକ୍ରାନ୍ତ ହେବାପରେ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଆସନ୍ତା ୧୦ ଦିନ ଯାଏ ଜିଲ୍ଲାରେ ଥିବା କୌଣସି ସରକାରୀ ଅଫିସ୍‌କୁ ସର୍ବସାଧାରଣ ଯାଇ ପାରିବେନାହିଁ। କରେନା ସଂକ୍ରମଣ ରୋକିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି […]

  • Tuesday, 13 July 2021
corona
ଭୁବନେଶ୍ୱରରୁ ଆଉ ୨, କଟକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ ଓ କଟକରୁ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱରରେ ଆଉ ୫ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଭୁବନେଶ୍ୱର ମହାନଗର ନିଗମର ସୂଚନା ଅନୁସାରେ, ଭୁବନେଶ୍ୱରରୁ ଚିହ୍ନଟ ୨ ଆକ୍ରାନ୍ତଙ୍କ ମଧ୍ୟରୁ ଗୋଟିଏ କ୍ୱାରେଣ୍ଟିନ୍ ଓ ଆଉ ଗୋଟିଏ‌ ଲୋକାଲ କେସ୍ ରହିଛି। କ୍ୱାରେଣ୍ଟିନ୍‌ରୁ ଚିହ୍ନଟ ବ୍ୟକ୍ତିଙ୍କ ଘର ଜୟଦେବ ବିହାର ଓ ତାଙ୍କ ବୟସ ୩୯ ବର୍ଷ। ଲୋକାଲ କେସ୍ ଚିହ୍ନଟ […]

  • Tuesday, 13 July 2021
corona ..
କଟକରେ କରୋନା ନେଲା ୨ ମୁଣ୍ଡ

କଟକ: ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇ ଜଣ କଟକ ଜିଲ୍ଲାର ବୋଲି ସୂଚନା ମିଳିଛି। ଏହାସହ ରାଜ୍ୟରେ ମୋଟ କରୋନା ମୃତ୍ୟୁ ସଂଖ୍ୟା ୧୭କୁ ବୃଦ୍ଧି ପାଇଥିବାବେଳେ କଟକରେ ମୃତ୍ୟୁ ସଂଖ୍ୟା ୩ରେ ପହଞ୍ଚିଛି। ଉଭୟ ପୁରୁଷ ଏବଂ ସେମାନଙ୍କର ବୟସ ଯଥାକ୍ରମେ ୭୧ ଓ ୫୩ ବର୍ଷ। ଚିକିତ୍ସାଧୀନ ଅବସ୍ଥାରେ ସେମାନଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ, ରାଜ୍ୟରେ ଆଉ ୧୬୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ […]

  • Tuesday, 13 July 2021
91421093_3110305529059371_5797060119829151744_n
୧୮ ଜିଲ୍ଲାରୁ ଆଉ ୧୬୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୬୭ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୮ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୬୭  ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]

  • Tuesday, 13 July 2021
covid19
ଗୋଟିଏ ପରିବାରରୁ ବାହାରିଲେ ୬ କରୋନା ପଜିଟିଭ୍‌

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ୍‌ ଅନ୍ତର୍ଗତ ବିଲାଟ ଗାଁର ଗୋଟିଏ ପରିବାରର ୬ ଜଣ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ଏହା ପୂର୍ବରୁ ଏହି ପରିବାରର ୨ ଜଣଙ୍କର କରୋନା ପଜିଟିଭ ଆସିଥିଲା। ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇ ଘରକୁ ଫେରିଥିଲେ। ଏବେ ଏହି ପରିବାରର ଆଉ ୬ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ ଭବାନୀପାଟଣା ସ୍ଥିତ କୋଭିଡ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ଉକ୍ତ ପରିବାରର ଜଣେ ବ୍ୟକ୍ତି ତାମିଲନାଡୁରୁ ଫେରି […]

  • Tuesday, 13 July 2021
corona 1
ଶ୍ରୀମନ୍ଦିର ସେବାୟତଙ୍କୁ କରୋନା

ପୁରୀ: ପୁରୀ ଶ୍ରୀମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଗତକାଲି ୧,୧୪୩ଜଣ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ତେବେ ଜଣଙ୍କୁ ଛାଡ଼ି ବାକି ୧,୧୪୨ ଜଣଙ୍କ ରିପୋର୍ଟ ନେଗେଟିଭ ଆସିଛି। ସମ୍ପୃକ୍ତ ସେବାୟତ କରୋନା ପଜିଟିଭ ଚିହ୍ନଟ ହେବାପରେ ରଥଯାତ୍ରା ପୂର୍ବରୁ ତାଙ୍କୁ ତୁରନ୍ତ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରଯାଇଛି। ସୂଚନାଥାଉ କି, ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶରେ ସେବାୟତଙ୍କ କରୋନା ଟେଷ୍ଟ ହୋଇଥିଲା। ଅନ୍ୟପକ୍ଷରେ, ସମ୍ପୃକ୍ତ […]

corona
୧୦୦ ତଳକୁ ଖସିଲା ନୂଆ କରୋନା ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ନୂଆ କରୋନା ଚିହ୍ନଟଙ୍କ ସଂଖ୍ୟା ହ୍ରାସ ପାଉଛି। ରାଜ୍ୟରେ ୧୦୦ ତଳକୁ ଖସିଛି ନୂଆ ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ମାତ୍ର ୭୦ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ ମାଧ୍ୟମରେ ଏହି ସୂଚନା ଦିଆଯାଇଛି। ଚିହ୍ନଟ ୭୦ ଜଣଙ୍କ ମଧ୍ୟରୁ ୪୨ ଜଣ କ୍ୱାରେଣ୍ଟିନ ସେଣ୍ଟରରେ ଥିବାବେଳେ  ୪୨ ଜଣ କ୍ୱାରେଣ୍ଟାଇନ୍‌ରେ ଥିଲେ। ୨୮ଟି ହେଉଛି ଲୋକାଲ୍ […]

  • Tuesday, 13 July 2021
EYSYtydU8AAyYy_
ରାଜ୍ୟରେ ଆଉ ୧୪୩ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସବୁଠାରୁ ଅଧିକ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୪୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୪୩  ଆକ୍ରାନ୍ତଙ୍କ ମଧ୍ୟରୁ ୧୩୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୧୬, […]

  • Tuesday, 13 July 2021
corona
୧୧ ଜିଲ୍ଲାରୁ ଆଜି ଚିହ୍ନଟ ହୋଇ ନାହାନ୍ତି ନୂଆ କରୋନା ରୋଗୀ

ଭୁବନେଶ୍ୱର: ଗତ ୨୪ ଘଣ୍ଟା ମଧ୍ୟରେ  ରାଜ୍ୟରେ ୧୧୩ ଜଣ  କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୬୭ ଜଣ କ୍ୱାରେଣ୍ଟାଇନ୍‌ ସେଣ୍ଟରର ହୋଇଥିବାବେଳେ  ୪୬ ଜଣ ଲୋକାଲ୍ କେସ୍‌। ଏ ନେଇ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି। ଆଜି ଚିହ୍ନଟ ହୋଇଥିବା ଆକ୍ରନ୍ତମାନେ ୧୯ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ସର୍ବାଧିକ ଆକ୍ରାନ୍ତ ସମ୍ବଲପୁରରୁ ଚିହ୍ନଟ ହୋଇଛନ୍ତି।  ସମ୍ବଲପୁରରୁ ୧୮ ଜଣ ଚିହ୍ନଟ ହୋଇଥିବା ୨ୟ ସ୍ଥାନରେ ରହିଛି ସୁନ୍ଦରଗଡ଼। […]

  • Tuesday, 13 July 2021
corona Super Spreader In Jharsuguda
ଝାରସୁଗୁଡ଼ାରେ ସୁପର ସ୍ପ୍ରେଡର ! କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ରେ ବର୍ଥ ଡେ’ ପାର୍ଟି ସେଲିବ୍ରେସନ୍‌

ଝାରସୁଗୁଡ଼ା: ଝାରସୁଗୁଡ଼ାରେ ସୁପର ସ୍ପ୍ରେଡର !  ଗୁରୁଗ୍ରାମରୁ ଆସିଥିବା ଜଣେ ମହିଳାଙ୍କ ସଂସ୍ପର୍ଶରେ ଆସି ବ୍ରଜରାଜନଗରର ଓପିଏମ କଲୋନୀରେ ୧୭ ଜଣ କରୋନା ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି।  ମହିଳା ଜଣଙ୍କ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ କୋଭିଡ୍ ନିୟମ ନ ମାନି ପୁଅର ବର୍ଥ ଡେ’ ପାର୍ଟି ଆୟୋଜନ କରିବା ସହ ପଡୋଶୀ ମାନଙ୍କୁ ନିମନ୍ତ୍ରଣ ମଧ୍ୟ କରିଥିଲେ। ସବୁଠାରୁ ବଡ଼ କଥା, ଜନ୍ମଦିନ ପାଳନ କରାଯାଇଥିବା ଅଞ୍ଚଳ କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଭାବେ ଘୋଷଣା ହୋଇଛି। ଏସବୁ ପରେ […]

corona 1
କଟକରୁ ଆଉ ୩, ଭୁବନେଶ୍ୱରରୁ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

କଟକ/ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୩ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ତେବେ ଭୁବନେଶ୍ୱରରେ ଆଉ ୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱରରୁ ଚିହ୍ନଟ ନୂଆ ଆକ୍ରାନ୍ତ ଜଣକ ଚନ୍ଦ୍ରଶେଖରପୁର ନୀଳାଦ୍ରି ବିହାର ଅଞ୍ଚଳର ୭୩ ବର୍ଷୀୟ ବୃଦ୍ଧ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ସମ୍ପୃକ୍ତ ବ୍ୟକ୍ତି ଜଣକ ଅନ୍ୟ ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା […]

  • Tuesday, 13 July 2021