ଭୁବନେଶ୍ୱର: ରାଜ୍ୟରେ ଆଉ ୧୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୦ ଜିଲ୍ଲାରୁ ଏହି ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୭୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨୧ଜଣ, […]
ଗଞ୍ଜାମ: ଗଞ୍ଜାମରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ୪ ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ କରୋନା ଯୋଦ୍ଧା ଅଛନ୍ତି। ଏ ନେଇ ଗଞ୍ଜାମ ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଚିକିଟିରୁ ୨ ଓ ସେରଗଡ଼ରୁ ଜଣେ କରୋନା ଯୋଦ୍ଧା ସଂକ୍ରମିତ ହୋଇଛନ୍ତି। ସେହିପରି ଅନ୍ୟ ଜଣେ ଆକ୍ରାନ୍ତ ସାନଖେମୁଣ୍ଡି ବ୍ଲକର।
ମୋହନା: କରୋନା ଆକ୍ରାନ୍ତଙ୍କୁ ହସ୍ପିଟାଲ୍ରେ ଛାଡ଼ି ଫେରୁଥିବାବେଳେ ଗଜପତି ଜିଲ୍ଲା ମୋହନା ଥାନା ଅନ୍ତର୍ଗତ ନାରିଙ୍ଗି ଘାଟିରେ ଏକ ଭ୍ୟାନ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଓଲଟି ଭ୍ୟାନ୍ଟି ଘାଟିରେ ଓଲଟି ପଡ଼ିଛି। ଦୁର୍ଘଟଣାରେ ଭ୍ୟାନ୍ ଡ୍ରାଇଭର୍ ଗୁରୁତର ଭାବେ ଆହତ ହୋଇଛନ୍ତି। ମିଳିଥିବା ସୂଚନା ଅନୁସାରେ, ଭ୍ୟାନ୍ଟି ଚାନ୍ଦିପୁଟରରୁ ୨ କରୋନା ଆକ୍ରାନ୍ତଙ୍କୁ ନେଇ ପାରାଳାଖେମୁଣ୍ଡି କୋଭିଡ୍ ହସ୍ପିଟାଲ ଯାଇଥିଲେ। ସେଠାରେ ସେମାନଙ୍କୁ ଛାଡ଼ି ମୋହନା ଫେରୁଥିଲା। ଏହି ସମୟରେ ଗାଡ଼ିଟି ଭାରସାମ୍ୟ ହରାଇ ନାରିଙ୍ଗି […]
ନୂଆଦିଲ୍ଲୀ:ବ୍ରିଟେନ୍ରେ କରୋନା ଭାଇରସର ନୂଆ ରୂପ ମିଳିବା ପରେ ଲୋକେ ଆତଙ୍କିତ ହୋଇ ପଡ଼ିଛନ୍ତି। ଡିସେମ୍ବର ୨୨ ରାତିରୁ ୩୧ ଡିସେମ୍ବର ପର୍ଯ୍ୟନ୍ତ ବ୍ରିଟେନରୁ ଆସୁଥିବା ସବୁ ଫ୍ଲାଇଟ ଉପରେ ଭାରତ ପ୍ରତିବନ୍ଧକ ଲଗାଇଛି। ୨୨ ଡିସେମ୍ବର ରାତିରେ ଆସୁଥିବା ଫ୍ଲାଇଟ ଉପରେ ସରକାର ସତର୍କ ଦୃଷ୍ଟି ରଖିଛନ୍ତି। ଏସବୁ ଭିତରେ ସୋମବାର ରାତିରେ ଲଣ୍ଡନରୁ ଆସିଥିବା ଫ୍ଲାଇଟ୍ରେ ୬ ଜଣ ଯାତ୍ରା କୋଭିଡ ସଂକ୍ରମିତ ଥିବା ଜଣାଯାଇଛି ଯାହା ସମସ୍ତଙ୍କର ଚିନ୍ତା ବଢାଇ ଦେଇଛି। ଜଣେ […]
ଭୁବନେଶ୍ୱର: ରାଜ୍ୟରେ କରୋନା ଗ୍ରାଫ ଆଜି ତଳମୁହଁ ହୋଇଛି। ଆଜି ୨୬ ଜିଲ୍ଲାରୁ ୩୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୪ କ୍ୱାରେଣ୍ଟିନ କେସ ଥିବାବେଳେ ୧୩୫ ଲୋକାଲ କେସ ରହିଛି। ସେହିପରି ଆଜି ରାଜ୍ୟରୁ ୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧,୮୪୩ରେ ପହଞ୍ଚିଛି। ତେବେ ଖୁସି ଖବର ହେଉଛି, ୪ ଜିଲ୍ଲା କରୋନା ମୁକ୍ତ ହୋଇଛି। ଆଜି ସୁନ୍ଦରଗଡ଼ରେ ସର୍ବାଧିକ ୭୨ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୭ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଥିବାବେଳେ କ୍ୱାରେଣ୍ଟିନ ସେଣ୍ଟରରୁ ୨୦୮ ଜଣ ଚିହ୍ନଟ ହୋଇଛନ୍ତି। ଅନ୍ୟ ୧୫୫ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଗତକାଲ ଅନଗୁଳରୁ ସର୍ବାଧିକ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଏଠାରେ ସଂକ୍ରମିତଙ୍କ ସଂଖ୍ୟା କମିଛି। ଆଜି ଏଠାରୁ ମାତ୍ର ୨୩ ଜଣ ସଂକ୍ରମିତ ଚିହ୍ନଟ […]
ଗଞ୍ଜାମ: ପୁଣି ଆଉ ଦୁଇ କରୋନା ଯୋଦ୍ଧା ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଗଞ୍ଜାମ ଜିଲ୍ଲା ଛତ୍ରପୁର SDPO ଓ IIC କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଗଞ୍ଜାମ ଏସ୍ପି ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏହାସହ ସେମାନଙ୍କର ଶୀଘ୍ର ଆରୋଗ୍ୟ ମଧ୍ୟ କାମନା କରିଛନ୍ତି। In the line of duty our two covid warriors SDPO Chatrapur & IIC Chatrapur tested covid positive.We wish speedy recovery of […]
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୩ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ କରୋନା ରୋଗୀଙ୍କ ସଂଖ୍ୟା ୧,୮୩୯ରେ ପହଞ୍ଚିଛି। କଳାହାଣ୍ଡିରୁ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ସୁନ୍ଦରଗଡ଼ରୁ ଦୁଇଜଣ ରୋଗୀ ଆଖି଼ ବୁଜିଛନ୍ତି। କଳାହାଣ୍ଡିରୁ ଜଣେ ୨୦ ବର୍ଷୀୟ ଯୁବତୀଙ୍କର କରୋନାରେ ମୃତ୍ୟୁ ଘଟିଛି। ସେ ହେପାଟାଇଟିସ୍ରେ ଆକ୍ରାନ୍ତ ଥିଲେ। ସେହିପରି ସୁନ୍ଦରଗଡରୁ ମୃତ୍ୟୁ ବରଣ କରିଥିବା ୨ ଜଣଙ୍କ ବୟସ ଯଥାକ୍ରମେ ୪୩ ଓ ୪୫। ଏମାନଙ୍କ ମଧ୍ୟରୁ […]
225-new-covid19-cases-reported-in-odisha
ଭବାନୀପାଟଣା: ନର୍ଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର(CHC)ର ୨ ଜଣ ମହିଳା ଡାକ୍ତର କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କଳାହାଣ୍ଡି ସିଡିଏମ୍ଓ ସୂଚନା ଦେଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ଦୁଇ ଡାକ୍ତର ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ତେଲେଙ୍ଗାନାରୁ ଫେରିଥିବା ଜଣେ ପ୍ରବାସୀ ସରକାରୀ ଅସ୍ଥାୟୀ ସ୍ୱାସ୍ଥ୍ୟକେନ୍ଦ୍ରରେ ୭ଦିନ କ୍ୱାରେଣ୍ଟିନ୍ରେ ରହିବା ପରେ ଘରେ ଆଉ ୭ଦିନ ହୋମ୍ କ୍ୱାରେଣ୍ଟିନ୍ରେ ରହିଥିଲେ। ହୋମ୍ କ୍ୱାରେଣ୍ଟିନ୍ରେ ଥିବା ସମୟରେ ପ୍ରବାସୀ ଜଣକ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ୪ କରୋନା ଆକ୍ରାନ୍ତ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୮୩୬ ଛୁଇଁଛି। ରାଜ୍ୟରେ ଆଜି ଆଖି ବୁଜିଥିବା ୪ ଜଣ ରୋଗୀ ୪ ଜିଲ୍ଲାର। ଭୁବନେଶ୍ୱରରୁ ଜଣେ ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ମୟୂରଭଞ୍ଜ, ସମ୍ବଲପୁର, ସୁନ୍ଦରଗଡ଼ରୁ ଜଣେ ଲେଖାଏ ରୋଗୀ ଆଖି ବୁଜିଛନ୍ତି। ସୂଚନାଥାଛ କି, ଆଜି ରାଜ୍ୟରେ ୩୭୨ ଜଣ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା […]
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୭୨ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୨୧୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ୧୫୮ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜି ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଅନୁଗୁଳ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି। ଏଠାରୁ ସର୍ବାଧିକ ୫୦ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ପଛରେ ଅଛି ସୁନ୍ଦରଗଡ। ଏଠାରୁ ୪୭ ରୋଗୀ ଚିହ୍ନଟ ହୋଇଛନ୍ତି। ସେହିପରି […]
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୨୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ୩୫୮ କରୋନା ଆକ୍ରାନ୍ତ। ଏମାନଙ୍କ ମଧ୍ୟରୁ ୨୦୮ କ୍ୱାରେଣ୍ଟିନ ସେଣ୍ଟରର ଥିବାବେଳେ ଲୋକାଲ କଣ୍ଟାକ୍ଟସ ଅଛି ୧୫୦। ସେହିପରି ୨୪ ଘଣ୍ଟାରେ ୪ ଜଣ ରୋଗୀ ଆଖି ବୁଜିଛନ୍ତି। ଆଜି ଅନୁଗୁଳ ଜିଲ୍ଲାରେ ସର୍ବାଧିକ ୫୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି ୩୬ ଜଣ କରୋନା ରୋଗୀ। ଏହା ପଛକୁ ବାଲେଶ୍ୱରରୁ ୩୫, ସୁନ୍ଦରଗଡରୁ ୨୯, କଟକରୁ ୨୮, ନୂଆପଡାରୁ […]
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ ହସ୍ପିଟାଲ୍ କେସ୍ ରହିଥିବାବେଳେ ଆଉ ଗୋଟିଏ ହୋମ୍ କ୍ୱାରେଣ୍ଟିନ୍ କେସ୍ ରହିଛି। ଆପୋଲ ହସ୍ପିଟାଲ୍ର ଜଣେ ୪୬ ବର୍ଷୀୟା ମହିଳା କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମହିଳା ଜଣକଙ୍କ ଘର ଗାଡ଼କଣା ଅଞ୍ଚଳର। ସେହିପରି ହୋମ୍ କ୍ୱାରେଣ୍ଟିନ୍ରେ ଥିବା ନୟାପଲ୍ଲୀ ଅଞ୍ଚଳର ୩୦ ବର୍ଷୀୟ ଯୁବକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସମ୍ପୃକ୍ତ ଯୁବକଙ୍କ ପରିବାରର ଜଣେ ସଦସ୍ୟଙ୍କ କରୋନା ଟେଷ୍ଟ୍ ରିପୋର୍ଟ ପଜିଟିଭ୍ ଆସିଥିଲା। […]
ସୁବର୍ଣ୍ଣପୁର: କିଛିଦିନ କରୋନା ପ୍ରଭାବ ହ୍ରାସପାଇ ୪୦୦ ତଳକୁ ଖସିଥିବାବେଳେ ଆଜି ଉପରମୁହାଁ ହୋଇଛି। ଆଜି ୪୦୭ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏପରିସ୍ଥିତିରେ ସୁବର୍ଣ୍ଣପୁରରୁ ଆସିଛି ଆଶ୍ୱସ୍ତିର ଖବର। କରୋନା ମୁକ୍ତ ହୋଇଛି ସୁବର୍ଣ୍ଣପୁର ଜିଲ୍ଲା । ଜିଲ୍ଳାରେ ବର୍ତ୍ତମାନ ସୁଦ୍ଧା ୪ ହଜାର ୬୭୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୧ ଜଣଙ୍କ ମୃତ୍ୟୁ ହୋଇଛି । ଅନ୍ୟ ଆକ୍ରାନ୍ତ ମାନେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ରାଜ୍ୟର ପ୍ରଥମ ଜିଲ୍ଲା […]
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା। କରୋନାରେ ଆକ୍ରାନ୍ତ ହୋଇଥିବା ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ଫଳରେ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୦ରେ ପହଞ୍ଚିଛି। ମୃତକ ଗଞ୍ଜାମ ଜିଲ୍ଲାର ୫୫ ବର୍ଷୀୟ ବ୍ୟକ୍ତି। ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୯୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୧୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୧୨ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୫ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଆକ୍ରାନ୍ତଙ୍କ ମଧ୍ୟରେ NDRF, ODRAF ଓ Fire Serviceର ୨୧ ଜଣ ଅଛନ୍ତି। ପୁରୀରୁ […]
ନୂଆଦିଲ୍ଲୀ: ଭାରତରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ଏତେ ମାତ୍ରାରେ ବୃଦ୍ଧି ପାଇବାରେ ଲାଗିଛି ଯେ, ବ୍ରିଟେନ୍କୁ ପଛରେ ପକାଇ ଭାରତ ବିଶ୍ୱରେ କରୋନା ସଂକ୍ରମଣରେ ଚତୁର୍ଥ ସ୍ଥାନରେ ରହିଛି। ପ୍ରଥମ ସ୍ଥାନରେ ଆମେରିକା, ଦ୍ୱିତୀୟରେ ବ୍ରାଜିଲ୍, ତୃତୀୟରେ ଋଷିଆ ଓ ଚତୁର୍ଥରେ ଭାରତ ରହିଛି। ଆମେରିକାରେ କରୋନାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ଲକ୍ଷ ପାର୍ କରିଥିବାବେଳେ ବ୍ରାଜିଲ୍ରେ ୮ଲକ୍ଷ ପାର୍ ହୋଇଛି। ସେହିପରି ଋଷିଆରେ ୫ଲକ୍ଷ ଅତିକ୍ରମ କରିଛି ଆକ୍ରାନ୍ତଙ୍କ ସଂଖ୍ୟା। ଭାରତରେ ୨ଲକ୍ଷ ୯୭ହଜାର ୫୩୫ଜଣ କରୋନାରେ […]
ଭୁବନେଶ୍ୱର: ରଜ ପାଇଁ ଆଜି ରାତ୍ରୀକାଳୀନ କର୍ଫ୍ୟୁ କୋହଳ ହେବ। ଆଜି ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ଟାରୁ କର୍ଫ୍ୟୁ ଲାଗୁ ହେବ। ରଜ ପାଇଁ ଲୋକଙ୍କ କିଣାବିକାକୁ ଦୃଷ୍ଟିରେ ରଖି ଆଜି ସମସ୍ତ ଦୋକାନ ରାତି ୧୦ଟା ପର୍ଯ୍ୟନ୍ତ ଖୋଲା ରହିବ। ଏଥିପାଇଁ ସ୍ୱତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କରୋନା ମୁକାବିଲା ଲାଗି ଏବେ ରାଜ୍ୟରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିଛି। କିନ୍ତୁ […]
ଭୁବନେଶ୍ୱର: ଜୁନ୍ ୧୨ତାରିଖ ଦିନ ଅର୍ଥାତ୍ ଶୁକ୍ରବାର ରାତ୍ରୀକାଳୀନ କର୍ଫ୍ୟୁରେ ସାମାନ୍ୟ କୋହଳ ନେଇ ରାଜ୍ୟ ସରକାର ଘୋଷଣା କରିଛନ୍ତି। ରଜ ପର୍ବକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଜୁନ୍ ୧୨ତାରିଖ ଦିନ, ସନ୍ଧ୍ୟା ୭ଟା ପରିବର୍ତ୍ତେ ରାତି ୧୦ରୁ କର୍ଫ୍ୟୁ ଲାଗୁ ହେବ। ଏ ନେଇ ସ୍ୱତନ୍ତ୍ର ରିଲିଫ୍ କମିଶନର(SRC)ସୂଚନା ଦେଇଛନ୍ତି। କରୋନା ମୁକାବିଲା ଲାଗି ଏବେ ରାଜ୍ୟରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ରାତ୍ରୀକାଳୀନ କର୍ଫ୍ୟୁ ଜାରି ରହିଛି। […]
ଲଣ୍ଡନ :ବ୍ରିଟେନ୍ରେ ପୁଣି କରୋନା ଭୟଙ୍କର ରୂପ ନେଉଛି। କାହିଁକି ଫେରିଲା ଏହି କରୋନା ? ଏ ଦିଗରେ ଗବେଷକମାନେ ଅନୁଧ୍ୟାନ କରିବା ପରେ କାରଣ ଜାଣିବାକୁ ପାଇଛନ୍ତି। ଏକ ନୂଆ ପ୍ରକାର କରୋନା ଭାଇରାସ ସେଠାରେ ବ୍ୟାପିଥିବା ସେମାନେ ଜାଣିବାକୁ ପାଇଛନ୍ତି। ଏହି ଭାଇରସ ବ୍ରିଟେନ ଓ ୟୁରୋପର ଅନ୍ୟ କେତେକ ଦେଶରେ ଦେଖିବାକୁ ମିଳିଛି। ନୂଆ କରୋନା ଭାଇରସ ଯୋଗୁ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ବୁଧବାରଠାରୁ ଲଣ୍ଡନ ଏବଂ ଆଖପାଖ ଅଞ୍ଚଳରେ ପୁଣି ଲକ୍ଡାଉନ […]
ଭୁବନେଶ୍ୱର: ଓଡ୍ରାଫ୍, ଏନ୍ଡିଆର୍ଏଫ୍ ଏବଂ ଓଡ଼ିଶା ଅଗ୍ନିଶମ ବାହିନୀର ଆଉ ୫୪ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରାଜ୍ୟରେ ଚିହ୍ନଟ ନୂଆ୧୩୬ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ଏହି ୫୪ଜଣ କର୍ମଚାରୀ ଅଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନେ ସମସ୍ତେ ବାତ୍ୟା ‘ଅମ୍ପନ୍’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିଥିଲେ। ଏହା ପୂର୍ବରୁ କଟକ ମୁଣ୍ଡଳୀ NDRF କ୍ୟାମ୍ପର ୫୦ ଜଣ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧୩୬ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କେନ୍ଦୁଝରରୁ ୮ଜଣ, ଝାରସୁଗୁଡ଼ାରୁ ୪ଜଣ, ଖୋର୍ଦ୍ଧାରୁ ୧୭ଜଣ, ଢେଙ୍କାନାଳରୁ […]
ଭୁବନେଶ୍ୱର:ରାଜ୍ୟରେ ୨୪ ଘଣ୍ଟାରେ ପୁଣି ଆଖି ବୁଜିଲେ ୪ ଜଣ କରୋନା ରୋଗୀ। ଏମାନଙ୍କ ମଧ୍ୟରେ ଅଛନ୍ତି ଜଣେ ୪୦ ବର୍ଷୀୟ ବ୍ୟକ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା୧,୮୧୫ ଛୁଇଁଛି। ଆଜି ମୃତକଙ୍କ ମଧ୍ୟରେ ମୟୂରଭଞ୍ଜରୁ ୨ଜଣ ଥିବାବେଳେ ଜଣେ ସମ୍ବଲପୁରରୁ ଏବଂ ଅନ୍ୟଜଣେ ଜଗତସିଂହପୁରରୁ ଅଛନ୍ତି। ସମ୍ବଲପୁରରୁ ଜଣେ ୪୦ ବର୍ଷୀୟ ବ୍ୟକ୍ତି ଆଖି ବୁଜିଛନ୍ତି। ସୂଚନାଥାଉ କି, ଆଜି ରାଜ୍ୟରୁ ୨୬ ଜିଲ୍ଲାରୁ ୩୦୦ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ […]
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୦୦କରୋନା ରୋଗୀ। କ୍ୱାରେଣ୍ଟିନ ସେଣ୍ଟରର ୧୭୪ ରୋଗୀ ଚିହ୍ନଟ ହୋଇଥିବାବେଳେ ଲୋକାଲ କେସ ରହିଛି ୧୨୬। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଆଜି ୪ଟି ଜିଲ୍ଲାରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇ ନ ଥିବାବେଳେ ଅନୁଗୁଳରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଠାରୁ ୪୪ ରୋଗୀ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରୁ ୩୬, ସୁନ୍ଦରଗଡରୁ ୩୪, କଟକରୁ ୨୦ […]