• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

odisha
ବନବାସ ଜୀବନ କାଟୁଛନ୍ତି ପ୍ରବାସୀ

ବିନିକା: ଲୋକେ ଗାଁରେ ଭର୍ତ୍ତି କରାଇ ଦେଉ ନ ଥିବାରୁ ଜଙ୍ଗଲରେ ରହୁଛନ୍ତି ବେଙ୍ଗାଲୁରୁରୁ ଫେରିଥିବା ଜଣେ ପ୍ରବାସୀ ଓଡ଼ିଆ। ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଲକ୍‌ ଅନ୍ତର୍ଗତ ଝାର କଦଳୀପାଲି ଗାଁରେ ଦେଖିବାକୁ ମିଳିଛି ଏଭଳି କିଛି ଦୃଶ୍ୟ। କଦଳୀପାଲି ଗାଁର ଜୀବର୍ଦ୍ଧନ ବରିହା (୨୬) ବେଙ୍ଗାଲୁରୁକୁ ଦାଦନ ଖଟିବାକୁ ଯାଇଥିଲେ। ହେଲେ କରୋନା ଯୋଗୁ କାମ ନ ମିଳିବାରୁ ସେ ଗାଁକୁ ଫେରି ଆସିଥିଲେ। ଏହାପରେ ସେ ନିୟମ ଅନୁଯାୟୀ ମେ’ ୨୫ ତାରିଖରୁ ୭ […]

  • Tuesday, 13 July 2021
Untitled-1
କରୋନାରେ ଆଖି ବୁଜିଲେ ଆଉ ୪

ଭୁବନେଶ୍ୱର: ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ସ୍ଥିର ରହିଛି। ଗତ କାଲି ୪ ଜଣ କରୋନାରେ ଆଖି ବୁଜିଥିବେବେଳେ ଆଜି ପୁଣି ୪ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା୧୮୦୨ରେ ପହଞ୍ଚିଛି। ସୁନ୍ଦରଗଡରୁ ୨ ଜଣ ରୋଗୀ ଆଖି ବୁଜିଥିବାବେଳେ ପୁରୀ ଓ ମାଲାକାନଗିରିରୁ ଜଣେ ଲେଖାଏ ରୋଗୀ ଆଖି ବୁଜିଛନ୍ତି। Regret to inform the demise of four numbers of Covid positive patients while […]

  • Tuesday, 13 July 2021
coronavirus-1
କରୋନା ତାଲିକାର ଉପରେ ସୁନ୍ଦରଗଡ, ଚିହ୍ନଟ ହେଲେ ୫୨ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୩୫ କରୋନା ରୋଗୀ। ଏମାନଙ୍କ ମଧ୍ୟରୁ ୧୯୩ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ୧୪୨ ଲୋକାଲ କେସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ କୁହାଯାଇଛି। ଆଜିର ତଥ୍ୟକୁ ମିଶାଇ ରାଜ୍ୟରେଳ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୩୬୪ ହୋଇଥିବାବେଳେ ୩୨୩୧ ଆକ୍ଟିଭ କେସ ରହିଛି। ୩,୧୮,୨୭୮ ସୁସ୍ଥ ହୋଇ ଘରକୁ ଫେରିଲେଣି। ଆଜି ସୁନ୍ଦରଗଡରୁ ସର୍ବାଧିକ ୫୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ଖୋର୍ଦ୍ଧାରେ ଚିହ୍ନଟ […]

  • Tuesday, 13 July 2021
ganjam
ଗଞ୍ଜାମରେ ୧୦ଟି ଗାଁକୁ କଣ୍ଟେନ୍‌ମେଣ୍ଟ୍ ଓ ୨୨ଟି ଗାଁକୁ ବଫର୍‌ ଜୋନ୍‌ ଭାବେ ଘୋଷଣା

ଖଲ୍ଲିକୋଟ: ବିଭିନ୍ନ ଅସ୍ଥାୟୀ ମେଡିକାଲ୍‌ କ୍ୟାମ୍ପ୍(TMCs)ରେ କାର୍ଯ୍ୟରତ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ଗଞ୍ଜାମରେ ୧୦ଟି ଗାଁକୁ କଣ୍ଟେନ୍‌ମେଣ୍ଟ୍ ଓ ୨୨ଟି ଗାଁକୁ ବଫର୍‌ ଜୋନ୍‌ ଭାବେ ଘୋଷଣା କରାଯାଇଛି। ଜିଲ୍ଲା ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ଗ୍ରହଣ କରାଯାଇଛି। ବିଭିନ୍ନTMCs ରେ କାର୍ଯ୍ୟରତ ୧୨ଜଣ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ ପରେ ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ବ୍ଲକ୍‌ ବାଦପଲ୍ଲୀ ପଞ୍ଚାୟତର ୯ଟି ଗାଁକୁ କଣ୍ଟେନ୍‌ମେଣ୍ଟ୍ ଜୋନ୍ ଭାବେ ଘୋଷଣା କରାଯାଇଛି। ଏହାସହ ୧୦ଟି ଗାଁ […]

  • Tuesday, 13 July 2021
EXioZwPX0AEaCbf
ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ପଟିଆ ଅଞ୍ଚଳର ଜଣେ ୪୦ ବର୍ଷୀୟ ପୁରୁଷ, ୮ ବର୍ଷୀୟ ଝିଅ ଏବଂ ସେମାନେ ଗୋଟିଏ ପରିବାରର ବୋଲି ସୂଚନା ମିଳିଛି।  ଏ ନେଇ ଭୁବନେଶ୍ୱର ମହାନଗର ନିଗମ(BMC) ପକ୍ଷରୁ ଟ୍ୱିଟ୍‌ କରାଯାଇ ସୂଚନା ଦିଆଯାଇଛି। ସେମାନେ ହୋମ୍ କ୍ୱାରେଣ୍ଟିନରେ ଥିଲେ ଓ ଉଭୟଙ୍କର ଦିଲ୍ଲୀ ଗସ୍ତ ନେଇ ଟ୍ରାଭେଲ ହିଷ୍ଟ୍ରି ରହିଛି। ଦିଲ୍ଲୀରୁ ଫେରି ଉଭୟ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। […]

  • Tuesday, 13 July 2021
corona
ସେପ୍ଟେମ୍ବରରେ ଦେଶରେ କରୋନାର ଅନ୍ତ ! ବିଶେଷଜ୍ଞ କଲେ ଏମିତି ଆକଳନ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସ୍ୱାସ୍ଥ୍ୟ ବିଶେଷଜ୍ଞ ଏଭଳି କିଛି ଆକଳନ କରିଛନ୍ତି, ଯାହା କିଛି ମାତ୍ରାରେ ଆଶ୍ୱସ୍ତି ଆଣିଛି। ସେପ୍ଟେମ୍ବର ମଧ୍ୟଭାଗ ବେଳକୁ ଭାରତରେ ମହାମାରୀ କରୋନାର ଅନ୍ତ ଘଟିପାରେ। ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସ୍ୱାସ୍ଥ୍ୟ ବିଶେଷଜ୍ଞ-ଡାକ୍ତର ଅନୀଲ କୁମାର ଓ ରୂପାଲୀ ରୟ ଗାଣିତିକ ଆକଳନ ‘ବେଲି ମଡେଲ୍‌’କୁ ଆଧାର କରି ଏଭଳି କିଛି ଆକଳନ କରିଛନ୍ତି। ସେମାନଙ୍କ ଅଧ୍ୟୟନ ସଂକ୍ରାନ୍ତ ତଥ୍ୟ ଅନ୍‌ଲାଇନ୍‌ ଜର୍ଣ୍ଣାଲ୍‌ […]

  • Tuesday, 13 July 2021
corona
ରାଜ୍ୟରେ କମୁଛି କରୋନା ମୃତ୍ୟୁ ସଂଖ୍ୟା, ଆଖି ବୁଜିଲେ ଆଉ ୪

ଭୁବନେଶ୍ୱର:ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉ ଥିଲେ ହେଁ ସନ୍ତୋଷଜନକ ନୁହେଁ। ତେବେ ମୃତ୍ୟୁ ହାର କମୁଛି।  ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ରାଜ୍ୟରେ ୧,୭୯୮ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପିରବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ମୃତକମାନେ ବରଗଡ, ଭୁବନେଶ୍ୱର, ମୟୂରଭଞ୍ଜ ଓ ମାଲକାନଗିରିରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ସୂଚନାଥାଉ କି, ଆଜି […]

  • Tuesday, 13 July 2021
coronavirus
ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୮୭ କରୋନା ରୋଗୀ

ଭୁବନେଶ୍ୱର:ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୮୭ କରୋନା ସଂକ୍ରମିତ। ସେମାନଙ୍କ ମଧ୍ୟରୁ ୨୨୦ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୧୬୭ ଲୋକାଲ କେସ୍‌ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୦୨୯ ଛୁଇଁଥିବାବେଳେ ସୁସ୍ଥ ହୋଇଛନ୍ତି ୩,୧୭,୮୭୦ । ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ କେସ୍‌ ଅଛି ୩୩୦୮। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ […]

  • Tuesday, 13 July 2021
corona
ଚାଷୀ ଆନ୍ଦୋଳନ; ସିଂଘୁରେ ମୁତୟନ ୨ ଆଇପିଏସ୍‌ଙ୍କୁ କରୋନା

ନୂଆଦିଲ୍ଲୀ: ଦିଲ୍ଲୀ ସୀମାନ୍ତରେ ଚାଷୀ ଆନ୍ଦୋଳନ ଶୁକ୍ରବାର ୧୬ ଦିନରେ ପହଞ୍ଚିଛି। ନୂଆ କୃଷି ବିଲ୍‌ ପ୍ରତ୍ୟାହାର ଦାବିରେ ଅଡି ବସିଛନ୍ତି ଚାଷୀ। ପଞ୍ଜାବ ସମେତ ଅନେକ ରାଜ୍ୟରୁ ଆସିଥିବା ହଜାର ହଜାର ଶ୍ରମିକ ସିଂଘୁ, ଟିକରୀ, ଚିଲ୍ଲା ଏବଂ ଗାଜିପୁର ସୀମାରେ ଅଟକି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଚଲାଇଛନ୍ତି। ଆନ୍ଦୋଳନକୁ ଦୃଷ୍ଟିରେ ରଖି ବ୍ୟାପକ ଦିଲ୍ଲୀ ପୋଲିସ ମୁତୟନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସିଂଘୁ ସୀମାରେ ମୁତୟନ ୨ ଜଣ ଆଇପିଏସ୍ ଅଫିସର କରୋନା ସଂକ୍ରମିତ […]

  • Tuesday, 13 July 2021
pfizer
ଫାଇଜର ଟିକା ବ୍ୟବହାର ପାଇଁ ମିଳିଲା ଅନୁମତି

ୱାଶିଂଟନ: ଟିକାକରଣ ଉପରେ ଆଉ ପାଦେ ଆଗେଇଲା ଆମେରିକା। ଫାଇଜର ଟିକାର ବ୍ୟବହାର ପାଇଁ ଆମେରିକା ପକ୍ଷରୁ ଜରୁରୀକାଳୀନ ଅନୁମୋଦନ ଦିଆଯାଇଛି। ବୈଜ୍ଞାନିକ ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ନେଇ ଗଠିତ ଆମେରିକାର ଏକ ବିଶେଷଜ୍ଞ କମିଟି ଏହାକୁ ଅନୁମତି ଦେଇଛନ୍ତି। ଆମେରିକା ଫୁଡ୍ ଏଣ୍ଡ ଡ୍ରଗ୍ ଆଡମିନଷ୍ଟ୍ରେସନ FDAର ୧୭ ଜଣ ବିଶେଷଜ୍ଞ ଫାଇଜର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେଇଥିବା ବେଳେ ୪ଜଣ ଏହାକୁ ବିରୋଧ କରିଥିଲେ। ଜଣେ ସଦସ୍ୟ ଅନୁପସ୍ଥିତ ଥିଲେ। ବ୍ରିଟେନ, କାନାଡା, […]

  • Tuesday, 13 July 2021
EW61ZkTXQAAr5Qu (1)
ରାଜ୍ୟରେ ଆଉ ଜଣଙ୍କ ମୁଣ୍ଡ ନେଲା କରୋନା, ମୃତ୍ୟୁ ସଂଖ୍ୟା ୯କୁ ବୃଦ୍ଧି

ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ବୃଦ୍ଧ ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ଘଟି ସାରିଲାଣି। ଅନ୍ୟପକ୍ଷରେ, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା […]

  • Tuesday, 13 July 2021
91421093_3110305529059371_5797060119829151744_n
ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ‌ ଚିହ୍ନଟ, ୨,୮୫୬ରେ ପହଞ୍ଚିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୬ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ […]

  • Tuesday, 13 July 2021
corona vaccine
ରାଜ୍ୟରେ ଚିହ୍ନଟ ହେଲେ ୩୮୬ କରୋନା ରୋଗୀ, ଆଖି ବୁଜିଲେ ୫

ଭୁବନେଶ୍ୱର : ରାଜ୍ୟରେ କରୋନା ସ୍ଥିତି ପୂର୍ବପରି ରହିଛି।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୮୬ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍‌ କେସ ୨୨୩ ଥିବାବେଳେ ଲୋକାଲ କେସ ୧୬୩ ରହିଛି। ସେହିପରି ୨୪ ଘଣ୍ଟାରେ ଆଖି ବୁଜିଛନ୍ତି ୫ ଜଣ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ରେ ପହଞ୍ଚିଛି। ଆକ୍ଟିଭ କେସ ୩୪୮୭ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଲେଣି ୩,୧୬,୯୭୦ ଜଣ। ଆଜି ଚିହ୍ନଟ ହୋଇଥିବା […]

  • Tuesday, 13 July 2021
EXjQ3H-WAAAniMw
ଖୋର୍ଦ୍ଧା ଜିଲ୍ଲାରେ ସରକାରୀ କ୍ୱାରେଣ୍ଟିନ୍ ଅବଧି ବୃଦ୍ଧି

ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ପ୍ରବାସୀଙ୍କ ସରକାରୀ କ୍ୱାରେଣ୍ଟିନ୍‌ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏଣିିକି ୭ ଦିନ ବଦଳରେ ୧୪ ଦିନ ପ୍ରବାସୀଙ୍କୁ କ୍ୱାରେଣ୍ଟିନ୍‌ରେ ରଖାଯିବ। ଏ ନେଇ ଜିଲ୍ଲାର ସବୁ ବ୍ଲକ୍‌ର ବିଡିଓଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ୭ ଦିନ ସରକାରୀ କ୍ୱାରେଣ୍ଟିନ୍‌ରେ ରହି ଘରକୁ ଯିବା ପରେ ମଧ୍ୟ କେତେକ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେଉଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ ଦର୍ଶାଇଛନ୍ତି। ଏହାସହ ଗ୍ରାମାଞ୍ଚଳରେ ହୋମ୍‌ କ୍ୱାରେଣ୍ଟିନ୍‌ରେ ରହିବା ପାଇଁ […]

  • Tuesday, 13 July 2021
hari-shukla
ଭାରତୀୟ ବଂଶୋଦ୍ଭବ ହରି ଶୁକ୍ଳାଙ୍କୁ ମିଳିବ ପ୍ରଥମ କରୋନା ଭାକ୍ସିନ

ନୂଆଦିଲ୍ଲୀ: ବ୍ରିଟେନ୍‌ରେ କରୋନା ଟିକା ଫାଇଜର ଲୋକଙ୍କୁ ଦେବା ପାଇଁ ଅନୁମତି ମିଳିବ। ୟୁରୋପର ପ୍ରଥମ ଦେଶ ବ୍ରିଟେନ ଯିଏ କରୋନା ବିରୋଧରେ ଏହି ଯୁଦ୍ଧ ଲଢିବାକୁ ଯାଉଛି। ତେବେ ବ୍ରିଟେନରେ ଫାଇଜର ଟିକା ପ୍ରଥମେ କାହାକୁ ଦିଆଯିବ ଜାଣନ୍ତି ? ପ୍ରଥମ ଟିକେ ନେବେ ଜଣେ  ଭାରତୀୟ ବଂଶୋଦ୍ଭବ। ଭାରତୀୟ ମୂଳ ତଥା ବ୍ରିଟେନ ବାସିନ୍ଦା ହରି ଶୁକ୍ଳା ନେବେ ପ୍ରଥମ କରୋନା ଟିକା । ହରି ଶୁକ୍ଳା ବ୍ରିଟେନ୍‌ର ଟେନରେ ରୁହନ୍ତି। ଲଣ୍ଡନର ଏକ […]

  • Tuesday, 13 July 2021
odisha
ମିଳିଲାନି ଡାକ୍ତରୀ ସେବା, ଅସ୍ଥାୟୀ ମେଡିକାଲ୍‌ କ୍ୟାମ୍ପ୍‌ରେ ଆଖି ବୁଜିଲା ଜ୍ୱରରେ ପୀଡ଼ିତ କୁନି ଝିଅ

ନୂଆପଡ଼ା: ଅସ୍ଥାୟୀ ମେଡିକାଲ୍‌ କ୍ୟାମ୍ପ୍‌(TMC)ରୁ ଏକ ସାଂଘାତିକ ଅଭିଯୋଗ ଆସିଛି। ଜ୍ୱରରେ ପୀଡ଼ିତ ଜଣେ ୭ବର୍ଷର ଝିଅକୁ TMC ଅଧିକାରୀ ହସ୍ପିଟାଲ୍ ନ ପଠାଇବାରୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ୍‌ ଅନ୍ତର୍ଗତ ଚଲାନପଡ଼ା TMCରୁ ଏଭଳି କିଛି ସାଘାଂତିକ ଅଭିଯୋଗ ଆସିଛି। ଖଡିଆଳ ବ୍ଲକ ଝୋଲପଥର ଗାଁର ଏକ ପରିବାରର ୫ ସଦସ୍ୟ ଗତକାଲି ଆନ୍ଧ୍ରପ୍ରଦେଶରୁ ଓଡ଼ିଶା ଫେରିଥିଲେ। ଖଡିଆଳରେ ପହଞ୍ଚିବା ପରେ ସେମାନଙ୍କୁ ଚଲାନପଡା ରାମନାଥ ହାଇସ୍କୁଲରେ ହୋଇଥିବା ଟିଏମ୍‌ସିରେ […]

  • Tuesday, 13 July 2021
coronavirus
ଓଡ଼ିଶାରେ କରୋନା ସ୍ଥିତି; ୬ ଜଣ ଆଖି ବୁଜିଲେ

ଭୁବନେଶ୍ୱର : ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମହାମାରୀ କରେ।ନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬ ଜଣଙ୍କ ପ୍ରାଣ ନେଇଛି କରେ।ନା । ତେବେ ଏ ପର୍ଯ୍ୟନ୍ତ ମେ।ଟରେ ୧୭୮୪ ଜଣଙ୍କ ମୁଣ୍ଡ ନେଇଛି କରେ।ନା । ସୂଚନ। ଓ ଲେ।କସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ କାଲି ପୁରୀରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡ଼ା, ଖୋର୍ଦ୍ଧାରୁ ଜଣେ ଲେଖାଏ […]

  • Tuesday, 13 July 2021
corona
ଦେଶରେ ୨୪ ଘଣ୍ଟାରେ ଆଖି ବୁଜିଲେ ୩୮୫ କରୋନା ରୋଗୀ

ନୂଆଦିଲ୍ଲୀ: ଦେଶରେ କରୋନା ପ୍ରଭାବ ଯଦିଓ କମିଥିବା ଦେଖିବାକୁ ମିଳିଛି ତଥାପି ଭୟ ଦୂର ହୋଇ ନାହିଁ। ଦେଶରେ ବର୍ତ୍ତମାନ ସୁଦ୍ଧା କରୋନା ମୃତ୍ୟୁ୧ ଲକ୍ଷ ୪୦ ହଜାର ୯୫୮କୁ ବୃଦ୍ଧି ପାଇଲାଣି। ଇତିମଧ୍ୟରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୦୩ ହଜାର ୭୭୦ ଟପିଥିବାବେଳେ ଗତ ୨୪ ଘଣ୍ଟାରେ ୨୬,୫୬୭ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି।  ସେହିପରି ଗତ ୨୪  ଘଣ୍ଟା ମଧ୍ୟରେ ୩୮୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ  ଆକ୍ଟିଭ ସଂଖ୍ୟା  ୩ ଲକ୍ଷ ୮୩ […]

  • Tuesday, 13 July 2021
92045314_3111362032287054_788538214380994560_n
୧୪ ଜିଲ୍ଲାରୁ ଆଉ ୧୭୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୩ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ […]

  • Tuesday, 13 July 2021
odisha
ପଶ୍ଚିମବଙ୍ଗରୁ ଫେରି କ୍ୱାରେଣ୍ଟିନ୍‌ରେ ଗଲେ ୩୭୨ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର: ବାତ୍ୟା ‘ଅମ୍ପନ୍‌’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିବା ପରେ ଓଡ଼ିଶା ଅଗ୍ନିଶମ ବାହିନୀର ୩୭୨ଜଣ ସଦସ୍ୟଙ୍କୁ ୧୪ ଦିନିଆ କ୍ୱାରେଣ୍ଟିନ୍‌ରେ ରଖାଯାଇଛି। କୃପାଜଳ ଇଞ୍ଜିନିୟରିଂ କ୍ୟାମ୍ପସ ଏବଂ ରେଭିନ୍ୟୁ ଅଫିସର୍ସ ଟ୍ରେନିଂ ଇନଷ୍ଟିଚ୍ୟୁଟ୍‌ରେ ହୋଇଥିବା Temporary Medical Camps(TMC)ରେ ଏମାନଙ୍କୁ ରଖାଯାଇଛି। ସମସ୍ତ ସଦସ୍ୟଙ୍କ କୋଭିଡ୍-୧୯ ଟେଷ୍ଟ କରାଯିବ। ବାତ୍ୟା ‘ଅମ୍ପନ୍‌’ରେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟରେ ଓଡ଼ିଶା ଅଗ୍ନିଶମ ବାହିନୀର ୩୭୨ ସଦସ୍ୟ ନିୟୋଜିତ ହୋଇଥିଲେ।  […]

  • Tuesday, 13 July 2021
odisha
ଓଡ଼ିଶାରେ କରୋନା ସଂକ୍ରମଣ ରୋକିବା ପାଇଁ ସପ୍ତାହକୁ ୪୮ ଘଣ୍ଟିଆ ସଟ୍‌ଡାଉନ୍ ଆରମ୍ଭ

ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ଅର୍ଥାତ୍‌ ୪୮ ଘଣ୍ଟା ସଟ୍‌ଡାଉନ୍‌ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସବୁଠୁ ଅଧିକ କରୋନା ପ୍ରଭାବିତ ହୋଇଥିବା ୧୧ ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସଟ୍‌ଡାଉନ୍‌ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍‌ଡାଉନ୍ ଘୋଷଣା ହୋଇଛି। […]

corana
ରାଜ୍ୟରେ ପୁଣି ୭ ଜଣଙ୍କ ପ୍ରାଣ ନେଲା କରୋନା

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୭ ଜଣଙ୍କ ପ୍ରାଣ ନେଇଛି କରେ।ନା । ଏହାକୁ ମିଶାଇ ରାଜ୍ୟରେ  କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭୮ରେ ପହଞ୍ଚିଛି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ପୁରୀ, ବାଲେଶ୍ୱର, ଜଗତ୍‌ସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନାଥାଉ କି, ଗତକାଲି ରାଜ୍ୟରୁ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ଗତ ୨୪ ଘଣ୍ଟା ମଧ୍ୟରେ […]

  • Tuesday, 13 July 2021
corona test
୨୪ ଘଣ୍ଟାରେ ଚିହ୍ନଟ ହେଲେ ୩୬୮ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ୩୬୮ ଜଣ କରେ।ନା ରୋଗୀ ଚିହ୍ନଟ ହେ।ଇଛନ୍ତି । ସଂଗରେ।ଧ କେନ୍ଦ୍ରରୁ ୨୧୨  ଜଣ ଚିହ୍ନଟ ହେ।ଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୫୬ ଜଣ ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲେ।କ ସମ୍ପର୍କ ବିଭାଗ ସୂଚନା ଦେଇଛି । ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧାରୁ। ଏଠାରୁ ୪୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପଛରେ ରହିଛି ସୁନ୍ଦରଗଡ। ଏଠାରୁ ୪୫ […]

  • Tuesday, 13 July 2021
COVASILD
ଫାଇଜର ପରେ ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ମାଗିଲା କୋଭାସିଲ୍‌ଡ

ନୂଆଦିଲ୍ଲୀ: କୋଭିସିଲ୍‌ଡର ଜରୁରୀକାଳୀନ ବ୍ୟବହାର ପାଇଁ ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ DCGIର ଅନୁମତି ମାଗିଛି । ଫାଇଜର୍ ପରେ କୋଭିସିଲ୍‌ଡ ଏପରି ଜରୁରୀ କାଳୀନ ଅନୁମତି ମାଗିବାରେ ଦ୍ୱିତୀୟ ଟିକା ସଂସ୍ଥା । ଅକ୍ସଫୋର୍ଡ ୟୁନିଭର୍ସିଟି ଓ ବ୍ରିଟେନର ଔଷଧ କମ୍ପାନି ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ କରାଯାଉଥିବା ଏହି ଟିକା ଭାରତରେ ତିଆରି ହେଉଛି । ପୁଣେରେ ଥିବା ସେରମ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ସଂସ୍ଥା ପକ୍ଷରୁ କୁହାଯାଇଛି, କୋଭିସିଲଡ ସୁରକ୍ଷିତ ଅଟେ ଏବଂ କରୋନା […]

  • Tuesday, 13 July 2021
mask
ମାସ୍କ ବ୍ୟବହାରକୁ ନେଇ WHOର ନୂଆ ଗାଇଡ୍‌ଲାଇନ୍ସ

ନୂଆଦିଲ୍ଲୀ: କୋଭିଡ୍‌ ୧୯ ମୁକାବିଲା ପାଇଁ ମାସ୍କ ବ୍ୟବହାରକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(WHO)  ନୂଆ ଗାଇଡଲାଇନ୍ସ ଜାରି କରିଛି। ଅଧିକ ସଂକ୍ରମିତ ହୋଇଥିବା ସ୍ଥାନରେ ରୋଗୀଙ୍କ ସହ ମେଡିକାଲ୍‌ର ସମସ୍ତ କର୍ମଚାରୀ ମେଡିକାଲ୍ ଗ୍ରେଡ୍‌‌ ମାସ୍କ ପିନ୍ଧିବା ଜରୁରୀ। ମାସ୍କ ବ୍ୟବହାର ଉପରେ WHOର ନୂଆ ଗାଇଡ୍‌ଲାଇନ୍ସ ମେଡିକାଲ୍‌ରେ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀ ମଧ୍ୟ ମେଡିକାଲ୍ ଗ୍ରେଡ୍‌‌ ମାସ୍କ ପିନ୍ଧିବା ଆବଶ୍ୟକ। ଏପରି କି କୋଭିଡ୍ ୧୯ ସଂକ୍ରମଣ ନ ଥିବା ଓ୍ୱାର୍ଡରେ ମଧ୍ୟ […]

  • Tuesday, 13 July 2021