ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସ୍ୱାସ୍ଥ୍ୟ ବିଶେଷଜ୍ଞ ଏଭଳି କିଛି ଆକଳନ କରିଛନ୍ତି, ଯାହା କିଛି ମାତ୍ରାରେ ଆଶ୍ୱସ୍ତି ଆଣିଛି। ସେପ୍ଟେମ୍ବର ମଧ୍ୟଭାଗ ବେଳକୁ ଭାରତରେ ମହାମାରୀ କରୋନାର ଅନ୍ତ ଘଟିପାରେ। ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସ୍ୱାସ୍ଥ୍ୟ ବିଶେଷଜ୍ଞ-ଡାକ୍ତର ଅନୀଲ କୁମାର ଓ ରୂପାଲୀ ରୟ ଗାଣିତିକ ଆକଳନ ‘ବେଲି ମଡେଲ୍’କୁ ଆଧାର କରି ଏଭଳି କିଛି ଆକଳନ କରିଛନ୍ତି। ସେମାନଙ୍କ ଅଧ୍ୟୟନ ସଂକ୍ରାନ୍ତ ତଥ୍ୟ ଅନ୍ଲାଇନ୍ ଜର୍ଣ୍ଣାଲ୍ […]
ଭୁବନେଶ୍ୱର:ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଉ ଥିଲେ ହେଁ ସନ୍ତୋଷଜନକ ନୁହେଁ। ତେବେ ମୃତ୍ୟୁ ହାର କମୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ କରୋନା ମୃତ୍ୟୁ ସଂଖ୍ୟା ରାଜ୍ୟରେ ୧,୭୯୮ରେ ପହଞ୍ଚିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପିରବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ମୃତକମାନେ ବରଗଡ, ଭୁବନେଶ୍ୱର, ମୟୂରଭଞ୍ଜ ଓ ମାଲକାନଗିରିରୁ ଜଣେ ଲେଖାଏ କରୋନା ରୋଗୀ ଆଖି ବୁଜିଛନ୍ତି। ସୂଚନାଥାଉ କି, ଆଜି […]
ଭୁବନେଶ୍ୱର:ଗତ ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି ୩୮୭ କରୋନା ସଂକ୍ରମିତ। ସେମାନଙ୍କ ମଧ୍ୟରୁ ୨୨୦ କ୍ୱାରେଣ୍ଟିନ ସେଣ୍ଟରରୁ ଏବଂ ୧୬୭ ଲୋକାଲ କେସ୍ । ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୩,୦୨୯ ଛୁଇଁଥିବାବେଳେ ସୁସ୍ଥ ହୋଇଛନ୍ତି ୩,୧୭,୮୭୦ । ରାଜ୍ୟରେ ବର୍ତ୍ତମାନ ଆକ୍ଟିଭ କେସ୍ ଅଛି ୩୩୦୮। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୫୮ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ […]
ନୂଆଦିଲ୍ଲୀ: ଦିଲ୍ଲୀ ସୀମାନ୍ତରେ ଚାଷୀ ଆନ୍ଦୋଳନ ଶୁକ୍ରବାର ୧୬ ଦିନରେ ପହଞ୍ଚିଛି। ନୂଆ କୃଷି ବିଲ୍ ପ୍ରତ୍ୟାହାର ଦାବିରେ ଅଡି ବସିଛନ୍ତି ଚାଷୀ। ପଞ୍ଜାବ ସମେତ ଅନେକ ରାଜ୍ୟରୁ ଆସିଥିବା ହଜାର ହଜାର ଶ୍ରମିକ ସିଂଘୁ, ଟିକରୀ, ଚିଲ୍ଲା ଏବଂ ଗାଜିପୁର ସୀମାରେ ଅଟକି ଶାନ୍ତିପୂର୍ଣ୍ଣ ଆନ୍ଦୋଳନ ଚଲାଇଛନ୍ତି। ଆନ୍ଦୋଳନକୁ ଦୃଷ୍ଟିରେ ରଖି ବ୍ୟାପକ ଦିଲ୍ଲୀ ପୋଲିସ ମୁତୟନ କରାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ସିଂଘୁ ସୀମାରେ ମୁତୟନ ୨ ଜଣ ଆଇପିଏସ୍ ଅଫିସର କରୋନା ସଂକ୍ରମିତ […]
ୱାଶିଂଟନ: ଟିକାକରଣ ଉପରେ ଆଉ ପାଦେ ଆଗେଇଲା ଆମେରିକା। ଫାଇଜର ଟିକାର ବ୍ୟବହାର ପାଇଁ ଆମେରିକା ପକ୍ଷରୁ ଜରୁରୀକାଳୀନ ଅନୁମୋଦନ ଦିଆଯାଇଛି। ବୈଜ୍ଞାନିକ ଓ ସ୍ୱାସ୍ଥ୍ୟ ବିଶେଷଜ୍ଞମାନଙ୍କୁ ନେଇ ଗଠିତ ଆମେରିକାର ଏକ ବିଶେଷଜ୍ଞ କମିଟି ଏହାକୁ ଅନୁମତି ଦେଇଛନ୍ତି। ଆମେରିକା ଫୁଡ୍ ଏଣ୍ଡ ଡ୍ରଗ୍ ଆଡମିନଷ୍ଟ୍ରେସନ FDAର ୧୭ ଜଣ ବିଶେଷଜ୍ଞ ଫାଇଜର ଜରୁରୀକାଳୀନ ବ୍ୟବହାର ପାଇଁ ଅନୁମତି ଦେଇଥିବା ବେଳେ ୪ଜଣ ଏହାକୁ ବିରୋଧ କରିଥିଲେ। ଜଣେ ସଦସ୍ୟ ଅନୁପସ୍ଥିତ ଥିଲେ। ବ୍ରିଟେନ, କାନାଡା, […]
ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୭୫ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ଗଞ୍ଜାମ ଜିଲ୍ଲାର ଜଣେ ୫୫ ବର୍ଷୀୟ ବୃଦ୍ଧ ବୋଲି ସୂଚନା ମିଳିଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତରେ ୪ଜଣଙ୍କ ମୃତ୍ୟୁ ଘଟି ସାରିଲାଣି। ଅନ୍ୟପକ୍ଷରେ, ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା […]
ଭୁବନେଶ୍ୱର: ରାଜ୍ୟରେ ଆଉ ୭୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୬ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ ମଧ୍ୟରୁ ୭୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୭୫ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର : ରାଜ୍ୟରେ କରୋନା ସ୍ଥିତି ପୂର୍ବପରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୩୮୬ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ କେସ ୨୨୩ ଥିବାବେଳେ ଲୋକାଲ କେସ ୧୬୩ ରହିଛି। ସେହିପରି ୨୪ ଘଣ୍ଟାରେ ଆଖି ବୁଜିଛନ୍ତି ୫ ଜଣ। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୨୨,୨୯୯ରେ ପହଞ୍ଚିଛି। ଆକ୍ଟିଭ କେସ ୩୪୮୭ ଥିବାବେଳେ ସୁସ୍ଥ ହୋଇ ଘରକୁ ଫେରିଲେଣି ୩,୧୬,୯୭୦ ଜଣ। ଆଜି ଚିହ୍ନଟ ହୋଇଥିବା […]
ଖୋର୍ଦ୍ଧା: ଖୋର୍ଦ୍ଧା ଜିଲ୍ଲାରେ ପ୍ରବାସୀଙ୍କ ସରକାରୀ କ୍ୱାରେଣ୍ଟିନ୍ ସମୟ ସୀମାକୁ ବୃଦ୍ଧି କରାଯାଇଛି। ଏଣିିକି ୭ ଦିନ ବଦଳରେ ୧୪ ଦିନ ପ୍ରବାସୀଙ୍କୁ କ୍ୱାରେଣ୍ଟିନ୍ରେ ରଖାଯିବ। ଏ ନେଇ ଜିଲ୍ଲାର ସବୁ ବ୍ଲକ୍ର ବିଡିଓଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶନାମା ଜାରି କରିଛନ୍ତି। ୭ ଦିନ ସରକାରୀ କ୍ୱାରେଣ୍ଟିନ୍ରେ ରହି ଘରକୁ ଯିବା ପରେ ମଧ୍ୟ କେତେକ ବ୍ୟକ୍ତି କରୋନା ପଜିଟିଭ ଚିହ୍ନଟ ହେଉଥିବାରୁ ଏହି ନିଷ୍ପତ୍ତି ନିଆଯାଇଥିବା ଜିଲ୍ଲାପାଳ ଦର୍ଶାଇଛନ୍ତି। ଏହାସହ ଗ୍ରାମାଞ୍ଚଳରେ ହୋମ୍ କ୍ୱାରେଣ୍ଟିନ୍ରେ ରହିବା ପାଇଁ […]
ନୂଆଦିଲ୍ଲୀ: ବ୍ରିଟେନ୍ରେ କରୋନା ଟିକା ଫାଇଜର ଲୋକଙ୍କୁ ଦେବା ପାଇଁ ଅନୁମତି ମିଳିବ। ୟୁରୋପର ପ୍ରଥମ ଦେଶ ବ୍ରିଟେନ ଯିଏ କରୋନା ବିରୋଧରେ ଏହି ଯୁଦ୍ଧ ଲଢିବାକୁ ଯାଉଛି। ତେବେ ବ୍ରିଟେନରେ ଫାଇଜର ଟିକା ପ୍ରଥମେ କାହାକୁ ଦିଆଯିବ ଜାଣନ୍ତି ? ପ୍ରଥମ ଟିକେ ନେବେ ଜଣେ ଭାରତୀୟ ବଂଶୋଦ୍ଭବ। ଭାରତୀୟ ମୂଳ ତଥା ବ୍ରିଟେନ ବାସିନ୍ଦା ହରି ଶୁକ୍ଳା ନେବେ ପ୍ରଥମ କରୋନା ଟିକା । ହରି ଶୁକ୍ଳା ବ୍ରିଟେନ୍ର ଟେନରେ ରୁହନ୍ତି। ଲଣ୍ଡନର ଏକ […]
ନୂଆପଡ଼ା: ଅସ୍ଥାୟୀ ମେଡିକାଲ୍ କ୍ୟାମ୍ପ୍(TMC)ରୁ ଏକ ସାଂଘାତିକ ଅଭିଯୋଗ ଆସିଛି। ଜ୍ୱରରେ ପୀଡ଼ିତ ଜଣେ ୭ବର୍ଷର ଝିଅକୁ TMC ଅଧିକାରୀ ହସ୍ପିଟାଲ୍ ନ ପଠାଇବାରୁ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ନୂଆପଡ଼ା ଜିଲ୍ଲା ଖଡିଆଳ ବ୍ଲକ୍ ଅନ୍ତର୍ଗତ ଚଲାନପଡ଼ା TMCରୁ ଏଭଳି କିଛି ସାଘାଂତିକ ଅଭିଯୋଗ ଆସିଛି। ଖଡିଆଳ ବ୍ଲକ ଝୋଲପଥର ଗାଁର ଏକ ପରିବାରର ୫ ସଦସ୍ୟ ଗତକାଲି ଆନ୍ଧ୍ରପ୍ରଦେଶରୁ ଓଡ଼ିଶା ଫେରିଥିଲେ। ଖଡିଆଳରେ ପହଞ୍ଚିବା ପରେ ସେମାନଙ୍କୁ ଚଲାନପଡା ରାମନାଥ ହାଇସ୍କୁଲରେ ହୋଇଥିବା ଟିଏମ୍ସିରେ […]
ଭୁବନେଶ୍ୱର : ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମହାମାରୀ କରେ।ନା । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୬ ଜଣଙ୍କ ପ୍ରାଣ ନେଇଛି କରେ।ନା । ତେବେ ଏ ପର୍ଯ୍ୟନ୍ତ ମେ।ଟରେ ୧୭୮୪ ଜଣଙ୍କ ମୁଣ୍ଡ ନେଇଛି କରେ।ନା । ସୂଚନ। ଓ ଲେ।କସମ୍ପର୍କ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ଗତ କାଲି ପୁରୀରୁ ୨ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ସମ୍ବଲପୁର, ସୁନ୍ଦରଗଡ, ଝାରସୁଗୁଡ଼ା, ଖୋର୍ଦ୍ଧାରୁ ଜଣେ ଲେଖାଏ […]
ନୂଆଦିଲ୍ଲୀ: ଦେଶରେ କରୋନା ପ୍ରଭାବ ଯଦିଓ କମିଥିବା ଦେଖିବାକୁ ମିଳିଛି ତଥାପି ଭୟ ଦୂର ହୋଇ ନାହିଁ। ଦେଶରେ ବର୍ତ୍ତମାନ ସୁଦ୍ଧା କରୋନା ମୃତ୍ୟୁ୧ ଲକ୍ଷ ୪୦ ହଜାର ୯୫୮କୁ ବୃଦ୍ଧି ପାଇଲାଣି। ଇତିମଧ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୭ ଲକ୍ଷ ୦୩ ହଜାର ୭୭୦ ଟପିଥିବାବେଳେ ଗତ ୨୪ ଘଣ୍ଟାରେ ୨୬,୫୬୭ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି। ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୩୮୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଆକ୍ଟିଭ ସଂଖ୍ୟା ୩ ଲକ୍ଷ ୮୩ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୪ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୧୫୦ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କେସ୍ ୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ […]
ଭୁବନେଶ୍ୱର: ବାତ୍ୟା ‘ଅମ୍ପନ୍’ ଯୋଗୁ ଅଧିକ କ୍ଷୟକ୍ଷତି ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟ ସାରି ଓଡ଼ିଶା ଫେରିବା ପରେ ଓଡ଼ିଶା ଅଗ୍ନିଶମ ବାହିନୀର ୩୭୨ଜଣ ସଦସ୍ୟଙ୍କୁ ୧୪ ଦିନିଆ କ୍ୱାରେଣ୍ଟିନ୍ରେ ରଖାଯାଇଛି। କୃପାଜଳ ଇଞ୍ଜିନିୟରିଂ କ୍ୟାମ୍ପସ ଏବଂ ରେଭିନ୍ୟୁ ଅଫିସର୍ସ ଟ୍ରେନିଂ ଇନଷ୍ଟିଚ୍ୟୁଟ୍ରେ ହୋଇଥିବା Temporary Medical Camps(TMC)ରେ ଏମାନଙ୍କୁ ରଖାଯାଇଛି। ସମସ୍ତ ସଦସ୍ୟଙ୍କ କୋଭିଡ୍-୧୯ ଟେଷ୍ଟ କରାଯିବ। ବାତ୍ୟା ‘ଅମ୍ପନ୍’ରେ ଅଧିକ କ୍ଷତିଗ୍ରସ୍ତ ହୋଇଥିବା ପଶ୍ଚିମବଙ୍ଗରେ ଉଦ୍ଧାର କାର୍ଯ୍ୟରେ ଓଡ଼ିଶା ଅଗ୍ନିଶମ ବାହିନୀର ୩୭୨ ସଦସ୍ୟ ନିୟୋଜିତ ହୋଇଥିଲେ। […]
ଭୁବନେଶ୍ୱର: କରୋନା ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ଅର୍ଥାତ୍ ୪୮ ଘଣ୍ଟା ସଟ୍ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। ସବୁଠୁ ଅଧିକ କରୋନା ପ୍ରଭାବିତ ହୋଇଥିବା ୧୧ ଜିଲ୍ଲାରେ ପ୍ରତି ଶନିବାର ଓ ରବିବାର ସଟ୍ଡାଉନ୍ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା ହୋଇଛି। […]
ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ପୁଣି ୭ ଜଣଙ୍କ ପ୍ରାଣ ନେଇଛି କରେ।ନା । ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୭୭୮ରେ ପହଞ୍ଚିଛି। ଆଜି କଟକ ଜିଲ୍ଲାରୁ ସର୍ବାଧିକ ୩ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିବାବେଳେ ପୁରୀ, ବାଲେଶ୍ୱର, ଜଗତ୍ସିଂହପୁର, ସମ୍ବଲପୁରରୁ ଜଣେ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ସୂଚନାଥାଉ କି, ଗତକାଲି ରାଜ୍ୟରୁ ୬ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟପକ୍ଷେ ଗତ ୨୪ ଘଣ୍ଟା ମଧ୍ୟରେ […]
ଭୁବନେଶ୍ୱର: ରାଜ୍ୟରେ ଗତ୨୪ ଘଣ୍ଟା ମଧ୍ୟରେ ୩୬୮ ଜଣ କରେ।ନା ରୋଗୀ ଚିହ୍ନଟ ହେ।ଇଛନ୍ତି । ସଂଗରେ।ଧ କେନ୍ଦ୍ରରୁ ୨୧୨ ଜଣ ଚିହ୍ନଟ ହେ।ଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୫୬ ଜଣ ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲେ।କ ସମ୍ପର୍କ ବିଭାଗ ସୂଚନା ଦେଇଛି । ସର୍ବାଧିକ ରୋଗୀ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧାରୁ। ଏଠାରୁ ୪୯ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପଛରେ ରହିଛି ସୁନ୍ଦରଗଡ। ଏଠାରୁ ୪୫ […]
ନୂଆଦିଲ୍ଲୀ: କୋଭିସିଲ୍ଡର ଜରୁରୀକାଳୀନ ବ୍ୟବହାର ପାଇଁ ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ DCGIର ଅନୁମତି ମାଗିଛି । ଫାଇଜର୍ ପରେ କୋଭିସିଲ୍ଡ ଏପରି ଜରୁରୀ କାଳୀନ ଅନୁମତି ମାଗିବାରେ ଦ୍ୱିତୀୟ ଟିକା ସଂସ୍ଥା । ଅକ୍ସଫୋର୍ଡ ୟୁନିଭର୍ସିଟି ଓ ବ୍ରିଟେନର ଔଷଧ କମ୍ପାନି ଆଷ୍ଟ୍ରାଜେନିକା ଦ୍ୱାରା ପ୍ରସ୍ତୁତ କରାଯାଉଥିବା ଏହି ଟିକା ଭାରତରେ ତିଆରି ହେଉଛି । ପୁଣେରେ ଥିବା ସେରମ୍ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ସଂସ୍ଥା ପକ୍ଷରୁ କୁହାଯାଇଛି, କୋଭିସିଲଡ ସୁରକ୍ଷିତ ଅଟେ ଏବଂ କରୋନା […]
ନୂଆଦିଲ୍ଲୀ: କୋଭିଡ୍ ୧୯ ମୁକାବିଲା ପାଇଁ ମାସ୍କ ବ୍ୟବହାରକୁ ନେଇ ବିଶ୍ୱ ସ୍ୱାସ୍ଥ୍ୟ ସଙ୍ଗଠନ(WHO) ନୂଆ ଗାଇଡଲାଇନ୍ସ ଜାରି କରିଛି। ଅଧିକ ସଂକ୍ରମିତ ହୋଇଥିବା ସ୍ଥାନରେ ରୋଗୀଙ୍କ ସହ ମେଡିକାଲ୍ର ସମସ୍ତ କର୍ମଚାରୀ ମେଡିକାଲ୍ ଗ୍ରେଡ୍ ମାସ୍କ ପିନ୍ଧିବା ଜରୁରୀ। ମାସ୍କ ବ୍ୟବହାର ଉପରେ WHOର ନୂଆ ଗାଇଡ୍ଲାଇନ୍ସ ମେଡିକାଲ୍ରେ କାର୍ଯ୍ୟ କରୁଥିବା ସଫେଇ କର୍ମଚାରୀ ମଧ୍ୟ ମେଡିକାଲ୍ ଗ୍ରେଡ୍ ମାସ୍କ ପିନ୍ଧିବା ଆବଶ୍ୟକ। ଏପରି କି କୋଭିଡ୍ ୧୯ ସଂକ୍ରମଣ ନ ଥିବା ଓ୍ୱାର୍ଡରେ ମଧ୍ୟ […]
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଉ ୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ ଜଣ ହୋମ୍ କ୍ୱାରେଣ୍ଟିନ୍ରେ ଥିଲେ ଓ ୬ଟି ଲୋକାଲ୍ କେସ୍ ରହିଛି। ଏ ନେଇ ବିଏମ୍ସି ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି। ଭୁବନେଶ୍ୱର ୟୁନିଟ-୪ ଅଞ୍ଚଳରୁ ୨ଟି ଲୋକାଲ କେସ୍ ଚିହ୍ନଟ ହୋଇଛି। ଡୁମୁଡୁମା, ସାଲିଆ ସାହିରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଥିବାବେଳେ ଆଇଗିଣିଆ, ଲକ୍ଷ୍ମୀସାଗରରୁ ଜଣେ ଲେଖାଏ ଲୋକାଲ୍ କେସ୍ ଚିହ୍ନଟ ହୋଇଛି। […]
ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ୧୧ ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା କରିଛନ୍ତି ରାଜ୍ୟ ସରକାର। ପ୍ରତି ଶନିବାର ଓ ରବିବାର ୧୧ ଜିଲ୍ଲାକୁ ସଟ୍ଡାଉନ୍ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଗଞ୍ଜାମ, ପୁରୀ, ନୟାଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାରେ ସପ୍ତାହକୁ ୨ ଦିନ ସଟ୍ଡାଉନ୍ ଘୋଷଣା ହୋଇଛି। ଜୁନ୍ ୩୦ ଯାଏ ଏହି ନିୟମ ଲାଗୁ ହେବ। ସଟ୍ଡାଉନ୍ ସମୟରେ […]
ଭୁବନେଶ୍ୱର: କିଛି ସମୟ ପୂର୍ବରୁ ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ନେଇ ଖବର ସାମ୍ନାକୁ ଆସିଥିବାବେଳେ ଏବେ ଆଉ ଏକ ଚିନ୍ତାଜନକ ଖବର ସାମ୍ନାକୁ ଆସିଛି। କରୋନା ଆକ୍ରାନ୍ତରେ ରାଜ୍ୟରେ ଆଉ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଖୋର୍ଦ୍ଧା ଜିଲ୍ଲାର ୬୩ ବର୍ଷୀୟ ବ୍ୟକ୍ତି ବୋଲି ସୂଚନା ମିଳିଛି। ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮କୁ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୩୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୨୧ଟି ଜିଲ୍ଲାରୁ ଏହି କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ କୋରାପୁଟରୁ ୬ଜଣ, ଖୋର୍ଦ୍ଧାରୁ ୨୨ଜଣ, ଯାଜପୁରରୁ ୩ଜଣ, ପୁରୀ, ରାୟଗଡ଼ା ଓ ଜଗତସିଂହପୁରରୁ ଜଣେ ଲେଖାଏ, ଗଜପତିରୁ ୭ଜଣ, ମୟୂରଭଞ୍ଜରୁ ୨୨ଜଣ, କଟକ ୨୩ଜଣ, ଅନୁଗୁଳରୁ ଜଣେ, ବରଗଡ଼ରୁ ୪ଜଣ, ଢେଙ୍କାନାଳରୁ ୨ଜଣ, ବଲାଙ୍ଗିରରରୁ […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଭୁବନେଶ୍ୱରରେ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ୍ କ୍ୱାରେଣ୍ଟିନ୍ରେ ଥିବା ଜଣେ ବ୍ୟକ୍ତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। ସେ ପୂର୍ବରୁ ଚିହ୍ନଟ ହୋଇଥିବା ଜଣେ କରୋନା ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସେହିପରି ଅନ୍ୟ ୩ କରୋନା ଆକ୍ରାନ୍ତ ଲୋକାଲ କେସ୍ ହୋଇଥିବା ସୂଚନା। ଏହି ୩ ଆକ୍ରାନ୍ତଙ୍କ ମଧ୍ୟରେ AIIMSର ଜଣେ କର୍ମଚାରୀ ଥିବାବେଳେ ଆଇଗିଣିଆ ଓ ଡୁମୁଡୁମାରୁ ଜଣେ ଲେଖାଏ […]