• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona
କେନ୍ଦ୍ରାପଡ଼ାରେ ଚିହ୍ନଟ ୫ ନୂଆ ଆକ୍ରାନ୍ତ ସୁରତ ଫେରନ୍ତା

କେନ୍ଦ୍ରାପଡ଼ା: ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଅଛନ୍ତି। ଗଞ୍ଜାମରେ ଚିହ୍ନଟ ୧୯ ଜଣଙ୍କ ମଧ୍ୟରୁ ଜଣେ କେରଳରୁ ଫେରିଥିବାବେଳେ ଅନ୍ୟ ୧୮ ଜଣ ସୁରତରୁ ଫେରିଥିଲେ। କେନ୍ଦ୍ରାପଡ଼ାରେ ଚିହ୍ନଟ ୫ ନୂଆ ଆକ୍ରାନ୍ତ ସୁରତ ଫେରନ୍ତା। ସେମାନେ ସମସ୍ତେ ପଟ୍ଟାମୁଣ୍ଡାଇ ଅଞ୍ଚଳର।ଗତ ୩ ତାରିଖରେ ମୋଟ୍ ୫୮ […]

  • Tuesday, 13 July 2021
91421093_3110305529059371_5797060119829151744_n
ରାଜ୍ୟରେ ଆଉ ୨୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୬ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ୨୬ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ୧୯ ଜଣ, କେନ୍ଦ୍ରାପଡ଼ାରୁ ୫ ଓ ଭଦ୍ରକ ଜିଲ୍ଲାରୁ ୨ ନୂଆ ଆକ୍ରାନ୍ତ ଅଛନ୍ତି। ଗଞ୍ଜାମରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭ରେ ପହଞ୍ଚିଛି। ସେହିପରି କେନ୍ଦ୍ରାପଡ଼ାରେ ଆକ୍ରାନ୍ତଙ୍କ ସଂଖ୍ୟାରେ ୮ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୬ଜଣ ଚିକିତ୍ସାଧୀନ ଥିବାବେଳେ୨ ଜଣ […]

  • Tuesday, 13 July 2021
EW61ZkTXQAAr5Qu (1)
ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କରୋନାରୁ ସୁସ୍ଥ ହୋଇଥିବା ବ୍ୟକ୍ତି ଜଣଙ୍କ ଭୁବନେଶ୍ୱରର। କରୋନାରେ ଆକ୍ରାନ୍ତ ହୋଇ ସେ ଚିକିତ୍ସିତ ହେଉଥିଲେ। ଚିକିତ୍ସା ପରେ ତାଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ରାଜ୍ୟରେ ଏଯାବତ୍‌ କରୋନାରୁ ସୁସ୍ଥ ହେଲେଣି ମୋଟ୍ ୬୨ ଜଣ।  ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଦିନକରେ ରାଜ୍ୟରେ ନୂଆ ୨୦ କରୋନା ପଜିଟିଭ୍‌ ଚିହ୍ନଟ ହେବାପରେ ରାଜ୍ୟରେ ମୋଟ୍‌ […]

  • Tuesday, 13 July 2021
naveen patnaik
ରାଜ୍ୟ ବାହାରକୁ ଯିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଇ-ପାସ୍ ବ୍ୟବସ୍ଥା

ଭୁବନେଶ୍ୱର: ଓଡ଼ିଶାରେ ଫସିଥିବା ଏବଂ ରାଜ୍ୟ ବାହାରକୁ ଯିବାକୁ ଚାହୁଁଥିବା ଲୋକଙ୍କ ପାଇଁ ଇ-ପାସ୍ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର। ଚିକିତ୍ସା କିମ୍ବା ଅନ୍ୟ କୌଣସି ଜରୁରୀ ଆବଶ୍ୟକତା ପାଇଁ ରାଜ୍ୟ ବାହାରକୁ ଯିବାକୁ ଚାହୁଁଥିଲେ ଇ-ପାସ୍ ଯୋଗାଇଦେବେ ରାଜ୍ୟ ସରକାର। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଇ-ପାସ୍ ପାଇଁ covid19.odisha.gov.inରେ ଆବେଦନ କରିପାରିବେ। ସେଠାରେ ଆବେଦନକାରୀଙ୍କୁ ଯାତ୍ରା ବିବରଣୀ, ଯାତ୍ରୀ, ଡ୍ରାଇଭର୍ ସଂପର୍କରେ ସବିଶେଷ ତଥ୍ୟ ଦେବାକୁ ପଡ଼ିବ। ଆବେଦନ କରିସାରିବା […]

  • Tuesday, 13 July 2021
corona
ନୂଆ ୨୦ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର, ସମସ୍ତେ ସୁରତ ଫେରନ୍ତା

ଭୁବନେଶ୍ୱର: ଆଜି ଚିହ୍ନଟ ହୋଇଥିବା ନୂଆ ୨୦ ଆକ୍ରାନ୍ତଙ୍କ ତଥ୍ୟ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଥିବା ୧୭ ଜଣଙ୍କ ମଧ୍ୟରୁ ୧୬ ଜଣ ପୁରୁଷ ଓ ଜଣେ ମହିଳା। ପୁରୁଷଙ୍କ ବୟସ ୧୮ବର୍ଷରୁ ୫୦ ବର୍ଷ ବୟସ ମଧ୍ୟରେ ରହିଛି। ମହିଳାଙ୍କ ବୟସ ୨୦ ବର୍ଷ ବୋଲି ଜଣାପଡ଼ିଛି। ଏମାନେ ସମସ୍ତେ ସୁରତ ଫେରନ୍ତା ବୋଲି ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି। ସମସ୍ତେ କ୍ୱାରେଣ୍ଟିନ୍‌ରେ ରହିଥିଲେ। […]

  • Tuesday, 13 July 2021
covid-er
ଦିନକରେ ରାଜ୍ୟରେ ନୂଆ ୨୦ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ରାଜ୍ୟରେ ନୂଆ ୨୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ନୂଆ ପଜିଟିଭ୍‌ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ କେବଳ ୧୭ଜଣ ଅଛନ୍ତି। ବାକି ୩ଜଣ ମୟୂରଭଞ୍ଜ ଜିଲ୍ଲାର। ତେବେ ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ କରି କରୋନା ପଜିଟିଭ୍ କେସ୍ ବାହାରିଛି।  ନୂଆ ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା […]

  • Tuesday, 13 July 2021
92045314_3111362032287054_788538214380994560_n
ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଚିହ୍ନଟ ଏହି ନୂଆ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଫଳରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦୨ ଜଣ […]

  • Tuesday, 13 July 2021
EW5UDYZXYAERCrj
ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।  ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତ ବାଲେଶ୍ୱରର ବୋଲି ସୂଚନା ମିଳିଛି। ଫଳରେ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି। ରାଜ୍ୟରେ ଏଯାବତ୍‌ ୩୪ ହଜାର ୧୩୩ RT PCR ଟେଷ୍ଟ […]

  • Tuesday, 13 July 2021
Untitled-1
ଚିନ୍ତା ବଢାଉଛି କରୋନା: ଦିନକରେ ୨୯, ୪୨୯ ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଚିନ୍ତା ବଢାଉଛି କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନୂଆ ନୂଆ ରେକର୍ଡ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।  ଦେଶରେ ଦିନକରେ ୨୯,୪୨୯ ରୋଗୀ ଚିହ୍ନଟ ହୋଇଛନ୍ତି।  ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୬ ହଜାର ୧୮୧କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ ୨୪ ଘଣ୍ଟାରେ ସର୍ବାଧିକ ୫୮୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ  କରୋନା ମୃତ୍ୟୁ […]

  • Tuesday, 13 July 2021
corona ..
ରାଜ୍ୟରେ ୫ ନୂଆ କରୋନା ଆକ୍ରାନ୍ତଙ୍କ ତଥ୍ୟ ଦେଲେ ସରକାର

ବାଲେଶ୍ୱର: ରାଜ୍ୟରେ ଆଉ ୫ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ଏହି ନୂଆ ୫ କରୋନା ଆକ୍ରାନ୍ତ‌ ବାଲେଶ୍ୱରର। ଚିହ୍ନଟ ୫ ଜଣଙ୍କ ମଧ୍ୟରେ ୪ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ମହିଳାମାନଙ୍କ ବୟସ ହେଲା ୫୫ ବର୍ଷ, ୨୨ ବର୍ଷ, ୨୩ ବର୍ଷ ଓ ୨୯ ବର୍ଷ। ପୁରୁଷ ଆକ୍ରାନ୍ତଙ୍କ ବୟସ ୨୭ ବର୍ଷ ବୋଲି ସୂଚନା ଓ ଲୋକ ସଂପର୍କ […]

  • Tuesday, 13 July 2021
cinbd
ପୁଣି ୪ କରୋନା ରୋଗୀ ଆଖି ବୁଜିଲେ

ଭୁବନେଶ୍ୱର: ଓଡ଼ିଶାରେ ଆଜି ପୁଣି ୪ ଜଣ ଜୀବନ ନେଇଛି କରୋନା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ ଛୁଇଁଛି। ୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। କଟକର ଜଣେ ୭୧ ବର୍ଷୀୟ ବୃଦ୍ଧ ଆଜି କରୋନାରେ ଆଖି ବୁଜିଛନ୍ତି। […]

  • Tuesday, 13 July 2021
actress
କରୋନା ଆକ୍ରାନ୍ତଙ୍କ ସେବା କରିବାକୁ ନର୍ସ ହେଲେ ଏହି ଅଭିନେତ୍ରୀ

ମୁମ୍ବାଇ: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଡାକ୍ତରଙ୍କଠୁ ଆରମ୍ଭ କରି ନର୍ସ ପର୍ଯ୍ୟନ୍ତ ସମସ୍ତେ  ପରିଶ୍ରମ କରୁଛନ୍ତି। ନିଜ ଜୀବନକୁ ବାଜିରେ ଲଗାଇ ସେମାନେ ଦାୟିତ୍ୱ ତୁଲାଉଛନ୍ତି। କାହିଁକି ନା  କରୋନା ସହ ଲଢ଼େଇରେ ଏମାନଙ୍କର  ସବୁଠୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ଏଭଳି ସ୍ଥିତିରେ ବଲିଉଡ ଅଭିନେତ୍ରୀ ଶିଖା ମଲହୋତ୍ରା କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରିବା ଲାଗି ଆଗକୁ ଆସିଛନ୍ତି। ନିଜ ଜୀବନକୁ ଖାତିର ନ କରି ଅଭିନେତ୍ରୀ ଶିଖା କରୋନା ଆକ୍ରାନ୍ତଙ୍କ ସେବା କରିବା ପାଇଁ […]

  • Tuesday, 13 July 2021
koel
ଏହି ଅଭିନେତ୍ରୀ ଏବଂ ତାଙ୍କ ପରିବାର ସଦସ୍ୟଙ୍କୁ କରୋନା

କୋଲକାତା: ବେଙ୍ଗଲି ଅଭିନେତ୍ରୀ କୋଏଲ ମଲ୍ଲିକ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ନମୂନା ପରୀକ୍ଷା ରିପୋର୍ଟ ଆସିଛି। ସେମାନେ  କରୋନା ଆକ୍ରାନ୍ତ ହୋଇଛନ୍ତି। ଗତକାଲି ଆସିଥିବା ରିପାର୍ଟରେ ସେମାନେ କରୋନା ପଜିଟିଭ ବୋଲି ଦର୍ଶାଯାଇଛି।  ଏ ନେଇ ନିଜେ କୋଏଲ ଟ୍ୱିଟରରେ ସୂଚନା ଦେଇଛନ୍ତି । କୋଏଲ ଟ୍ୱିଟ କରି କହିଛନ୍ତି ଯେ, ବାବା, ମାଆ, ରାଣେ ଓ ମୁଁ କୋଭିଡ ଆକ୍ରାନ୍ତ। ରିପୋର୍ଟ ଆସିବା ପରେ  ଘରୋଇ ସଙ୍ଗରୋଧରେ ଅଛୁ । ବେଙ୍ଗଲି ଫିଲ୍ମ ଇଣ୍ଡଷ୍ଚ୍ରି […]

  • Tuesday, 13 July 2021
covid
କରୋନା ଟିକା ପ୍ରସ୍ତୁତ ପାଇଁ ଜୋରସୋର ଉଦ୍ୟମ ଚଳାଇଛି ଭାରତ

ନୂଆଦିଲ୍ଲି: କରୋନା ସଂକ୍ରମଣ ଯୋଗୁ  ସାରା ବିଶ୍ୱ ଚିନ୍ତିତ ଥିବା ବେଳେ ଏହାର ଟିକା ପ୍ରସ୍ତୁତ ପାଇଁ ବିଭିନ୍ନ ଦେଶ ପ୍ରୟାସ କରୁଛନ୍ତି ।ଭାରତ ପକ୍ଷରୁ ମଧ୍ୟ ଟିକା ପ୍ରସ୍ତୁତ ପାଇଁ ଜୋରସୋରରେ ଉଦ୍ୟମ କରାଯାଉଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି । ଭାରତ ପକ୍ଷରୁ ଏ ସମ୍ପର୍କରେ କଣ ସହଯୋଗ କରାଯାଇ ପାରିବ ସେ  ସମ୍ପର୍କରେ ସୂଚନା ଦେବାକୁ ଯାଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି,  ଟିକା ପ୍ରସ୍ତୁତି ନେଇ ଭାରତ ସହ ବିିଭିନ୍ନ ଦେଶର […]

  • Tuesday, 13 July 2021
coronavirus
୧୪ ଜିଲ୍ଲାବାସୀଙ୍କ ପାଇଁ କଟକଣା, ରାଉରକେଲା ଆସିଲେ ଆଗେ କ୍ୱାରେଣ୍ଟିନ ଯିବ

ରାଉରକେଲା: ଜୁଲାଇ ଆରମ୍ଭରୁ ଭୟଙ୍କର ରୂପ ନେଲାଣି କରୋନା।  କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ରାଉରକେଲାରେ ଜାରି କରାଯାଇଛି କଟକଣା ।  ୧୪ଟି ଜିଲ୍ଲାର ଲୋକଙ୍କ ପାଇ କଟକଣା ଜାରି କରାଯାଇଛି। ଏମାନେ ରାଉରକେଲା ଆସିଲେ ସରକାରୀ କ୍ୱାରେଣ୍ଟିନରେ ରହିବେ। ରାଉରକେଲା ପୌରା ପରିଷଦ ପକ୍ଷରୁ ଏପରି କଟକଣା ଜାରି କରାଯାଇଥିବା ଏଡିଏମ୍‌ ସୂଚନା ଦେଇଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ଯାଜପୁର,  କେନ୍ଦୁଝର, ଗଜପତି, ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାର […]

  • Tuesday, 13 July 2021
coorna
ଦେଶରେ କରୋନା ସ୍ଥିତି; ୨୪ ଘଣ୍ଟାରେ ୪୪୨ ମୃତ

ନୂଆଦିଲ୍ଲୀ:  ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୪୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥହି ସହିତ  କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ହଜାର ୬୫୫କୁ ବୃଦ୍ଧି ପାଇଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୨୨,୭୭୧ ଆକ୍ରାନ୍ତ ହୋଇଛନ୍ତି। ଆଜିର ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୮ ହଜାର ୩୧୫କୁ ବୃଦ୍ଧି ପାଇଛି। ସେଥି ମଧ୍ୟରୁ ମୋଟ  ଆକ୍ଟିଭ୍ କେସ୍ ୨,୩୫,୪୩୩ ଥିବାବେଳେ  […]

  • Tuesday, 13 July 2021
COV
୨୪ ଘଣ୍ଟାରେ କରୋନାରେ ଆଖି ବୁଜିଲେ ୫

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମ ଜିଲ୍ଲାରୁ ୩ ଓ ଖୋର୍ଦ୍ଧାରୁ ୨ ଜଣ। ଖୋର୍ଦ୍ଧା ଜିଲ୍ଲାର ୨ ମୃତକ ଭୁବନେଶ୍ୱରର।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି।  ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତକଙ୍କ ସଂଖ୍ୟା ୨୦ […]

  • Tuesday, 13 July 2021
bhubaneswar corona update
ଭୁବନେଶ୍ୱରରୁ ଚିହ୍ନଟ ହେଲେ ୨୪ କରୋନା ରୋଗୀ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୨୦ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ଲୋକାଲ କେସ୍ ଅଛନ୍ତି। ଲୋକାଲ କଣ୍ଟାରେ ଗୋଟିଏ ଘରୋଇ ହସ୍ପିଟାଲର ୩ ମହିଳା ଆକ୍ରାନ୍ତ ହୋଇଥିବାବେଳେ ଖଣ୍ଡଗିରି ଅଞ୍ଚଳର ଜଣେ ମହିଳା ମଧ୍ୟ ଅଛନ୍ତି। ଏଥିସହିତ ଏୟାରପୋର୍ଟ କଲୋନୀ, କୋଳଥିଆ PPL କଲୋନୀରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। Update on newly detected & cured #COVID19 cases in the last 24 […]

corona
ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୧୮ ହଜାର ଟପିଲା

ନୂଆଦିଲ୍ଲ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ରୋଗୀଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ କରୋନାରେ ୩୭୯ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୮ ହଜାର ୨୧୩କୁ ବୃଦ୍ଧି ପାଇଛି। ସେହିପରି  ୨୪ ଘଣ୍ଟାରେ ୨୦ ହଜାର ୯୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୫୪୪କୁ ବୃଦ୍ଧି ପାଇଛି । ସବୁଠୁ ଅଧିକ ବିଗିଡ଼ିବାରେ ଲାଗିଛି ମହାରାଷ୍ଟ୍ରରେ […]

  • Tuesday, 13 July 2021
coronavirus-jajpur
ଚିନ୍ତା ବଢାଉଛି ଗଞ୍ଜାମ; ଆଖି ବୁଜିଲେ ୨ କରୋନା ରୋଗୀ

ଭୁବନେଶ୍ୱର:  ରାଜ୍ୟରେ ପୁଣି ୨ କରୋନା ରୋଗୀଙ୍କର ଆଜି ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲ୍ଲାର ଓ ଉଭୟ ପୁରୁଷ। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତକଙ୍କ ସଂଖ୍ୟା ୧୭ ଛୁଇଁଛି। ଏହାକୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୨୯ ଛୁଇଁଲା। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଦୁଇଜଣଙ୍କ ମଧ୍ୟରୁ ଜଣେ ୬୬ ବର୍ଷର ପୁରୁଷ । ସେ ହାଇପରଟେନ୍‌ସନରେ ପୀଡିତ ଥିଲେ।  ଅନ୍ୟଜଣେ […]

  • Tuesday, 13 July 2021
corona-virus-w
ରାଜ୍ୟରେ କରୋନା ରେକର୍ଡ; ୫୬୧ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ  ହୋଇଛନ୍ତି। ଦିନକରେ ୫୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୨୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ୮୧, ରାୟଗଡ଼ା- ୭୬, ବରଗଡ଼ରୁ ୨୧, ଖୋର୍ଦ୍ଧା- ୨୬, ବଲାଙ୍ଗିର- ୧୯, ମୟୂରଭଞ୍ଜରୁ ୧୦,  ସମ୍ବଲପୁର- ୮, କେନ୍ଦୁଝର ଓ ଜଗତସିଂହପୁରରୁ ୬ ଜଣ ଲେଖାଏ, କଳାହାଣ୍ଡିରୁ ୫, କୋରାପୁଟରୁ ୪,  ଢେଙ୍କାନାଳ, […]

igh
ରାଉରକେଲା ଆଇଜିଏଚ୍‌ରେ ରୋଗୀଙ୍କୁ କରୋନା, ଡାକ୍ତର, କର୍ମଚାରୀ କ୍ୱାରେଣ୍ଟିନରେ

ରାଉରକେଲା: ରାଉରକେଲା ଆଇଜିଏଚ୍‌(Ispat General Hospital)ରେ ପଶିଲା କରୋନା।  ହସ୍ପିଟାଲରେ ଚିକିତ୍ସାଧୀନ ଜଣେ ରୋଗୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ଜଣେ ଡାକ୍ତରଙ୍କ ସହ ୬ କର୍ମଚାରୀଙ୍କୁ କ୍ୱାରେଣ୍ଟିନ ପଠାଯାଇଛି । ହସ୍ପିଟାଲ  କିଛି ଅଂଶକୁ ଆଇସୋଲେସନ୍ ଘୋଷଣା କରାଯାଇଛି।  ସଂପୃକ୍ତ ରୋଗୀଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ହସ୍ପିଟାଲକୁ ସାନିଟାଇଜ କରାଯାଉଥିବା ଆଇଜିଏଚ୍ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କ କଣ୍ଟାକ୍ଟ ଟ୍ରେସିଂ ପରେ କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରିଛି ରାଉରକେଲା ମହାନଗର […]

  • Tuesday, 13 July 2021
shot-down
ସପ୍ତାହାନ୍ତ ଶଟ୍‌ଡାଉନ୍‌ ତାଲିକାରେ ସାମିଲ୍‌ ହେଲା ଏସବୁ ଜିଲ୍ଲା

ଭୁବନେଶ୍ୱର: ୧୦ଟି ଜିଲ୍ଲାରେ ଶନିବାର ଓ ରବିବାର ସଟଡାଉନ ନେଇ ପୂର୍ବରୁ ସରକାର ଘୋଷଣା କରିଥିବା ବେଳେ ଏବେ ଏହି ତାଲିକାରେ ଯୋଡି ହୋଇଛି ଆଉ କିଛି ଜିଲ୍ଲା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି  ସପ୍ତାହାନ୍ତ ସଟ୍‌ଡାଉନ ପାଳନ ପାଇଁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି କୋରାପୁଟ, ବଲାଙ୍ଗିର, ଢେଙ୍କାନାଳ, କେନ୍ଦ୍ରାପଡ଼ା । ଜୁଲାଇ ମାସର ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ ଲାଗୁ ହେବ । […]

  • Tuesday, 13 July 2021
corona-virus-w
ରାଜ୍ୟରେ କରୋନା ନେଲା ଆଉ ୨ ଜୀବନ

ଭୁବନେଶ୍ୱର: କରୋନା ନେଲା ଆଉ ୨ ଜୀବନ।  ଆଜି ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜଣେ ମୃତକ ଅନୁଗୁଳ ଜିଲ୍ଲାର ବୋଲି ଜଣାପଡ଼ିଛି। ଏହା ଅନୁଗୁଳର ପ୍ରଥମ କରୋନା ମୃତ୍ୟୁ। ଅନ୍ୟ ଜଣେ  ଗଞ୍ଜାମ ଜିଲ୍ଲାର। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ […]

  • Tuesday, 13 July 2021