ଭୁବନେଶ୍ୱର: ଦିନକରେ ରାଜ୍ୟରେ ନୂଆ ୨୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ରେ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ନୂଆ ପଜିଟିଭ୍ ମଧ୍ୟରୁ ଗଞ୍ଜାମ ଜିଲ୍ଲାରେ କେବଳ ୧୭ଜଣ ଅଛନ୍ତି। ବାକି ୩ଜଣ ମୟୂରଭଞ୍ଜ ଜିଲ୍ଲାର। ତେବେ ମୟୂରଭଞ୍ଜ ଜିଲ୍ଲାରେ ପ୍ରଥମ କରି କରୋନା ପଜିଟିଭ୍ କେସ୍ ବାହାରିଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା […]
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ଏହି ନୂଆ ଆକ୍ରାନ୍ତ ସୁନ୍ଦରଗଡ଼ ଜିଲ୍ଲାର ବୋଲି ସୂଚନା ମିଳିଛି। ଫଳରେ ସୁନ୍ଦରଗଡ଼ରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ରେ ପହଞ୍ଚିଛି। ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୧୦୨ ଜଣ […]
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୪୩କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍ସାଇଟ୍ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ହୋଇଥିବା ଏହି ନୂଆ ଆକ୍ରାନ୍ତ ବାଲେଶ୍ୱରର ବୋଲି ସୂଚନା ମିଳିଛି। ଫଳରେ ବାଲେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦କୁ ବୃଦ୍ଧି ପାଇଛି। ରାଜ୍ୟରେ ଏଯାବତ୍ ୩୪ ହଜାର ୧୩୩ RT PCR ଟେଷ୍ଟ […]
ନୂଆଦିଲ୍ଲୀ: ଚିନ୍ତା ବଢାଉଛି କରୋନା। ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ନୂଆ ନୂଆ ରେକର୍ଡ କରୁଛି। ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଦେଶରେ ଦିନକରେ ୨୯,୪୨୯ ରୋଗୀ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯ ଲକ୍ଷ ୩୬ ହଜାର ୧୮୧କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ ୨୪ ଘଣ୍ଟାରେ ସର୍ବାଧିକ ୫୮୨ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ […]
ବାଲେଶ୍ୱର: ରାଜ୍ୟରେ ଆଉ ୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୮କୁ ବୃଦ୍ଧି ପାଇଛି। ଏହି ନୂଆ ୫ କରୋନା ଆକ୍ରାନ୍ତ ବାଲେଶ୍ୱରର। ଚିହ୍ନଟ ୫ ଜଣଙ୍କ ମଧ୍ୟରେ ୪ ଜଣ ମହିଳା ଓ ଜଣେ ପୁରୁଷ ଅଛନ୍ତି। ମହିଳାମାନଙ୍କ ବୟସ ହେଲା ୫୫ ବର୍ଷ, ୨୨ ବର୍ଷ, ୨୩ ବର୍ଷ ଓ ୨୯ ବର୍ଷ। ପୁରୁଷ ଆକ୍ରାନ୍ତଙ୍କ ବୟସ ୨୭ ବର୍ଷ ବୋଲି ସୂଚନା ଓ ଲୋକ ସଂପର୍କ […]
ଭୁବନେଶ୍ୱର: ଓଡ଼ିଶାରେ ଆଜି ପୁଣି ୪ ଜଣ ଜୀବନ ନେଇଛି କରୋନା । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୪ ଛୁଇଁଛି। ୪ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାର ୨ ଜଣ ଥିବା ବେଳେ ଗଞ୍ଜାମ ଓ କଟକ ଜିଲ୍ଲାରୁ ଜଣେ ଲେଖାଏଁ ଅଛନ୍ତି। କଟକର ଜଣେ ୭୧ ବର୍ଷୀୟ ବୃଦ୍ଧ ଆଜି କରୋନାରେ ଆଖି ବୁଜିଛନ୍ତି। […]
ମୁମ୍ବାଇ: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଡାକ୍ତରଙ୍କଠୁ ଆରମ୍ଭ କରି ନର୍ସ ପର୍ଯ୍ୟନ୍ତ ସମସ୍ତେ ପରିଶ୍ରମ କରୁଛନ୍ତି। ନିଜ ଜୀବନକୁ ବାଜିରେ ଲଗାଇ ସେମାନେ ଦାୟିତ୍ୱ ତୁଲାଉଛନ୍ତି। କାହିଁକି ନା କରୋନା ସହ ଲଢ଼େଇରେ ଏମାନଙ୍କର ସବୁଠୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ରହିଛି। ଏଭଳି ସ୍ଥିତିରେ ବଲିଉଡ ଅଭିନେତ୍ରୀ ଶିଖା ମଲହୋତ୍ରା କରୋନା ଆକ୍ରାନ୍ତଙ୍କ ଚିକିତ୍ସା କରିବା ଲାଗି ଆଗକୁ ଆସିଛନ୍ତି। ନିଜ ଜୀବନକୁ ଖାତିର ନ କରି ଅଭିନେତ୍ରୀ ଶିଖା କରୋନା ଆକ୍ରାନ୍ତଙ୍କ ସେବା କରିବା ପାଇଁ […]
କୋଲକାତା: ବେଙ୍ଗଲି ଅଭିନେତ୍ରୀ କୋଏଲ ମଲ୍ଲିକ ଏବଂ ତାଙ୍କ ପରିବାର ସଦସ୍ୟଙ୍କ ନମୂନା ପରୀକ୍ଷା ରିପୋର୍ଟ ଆସିଛି। ସେମାନେ କରୋନା ଆକ୍ରାନ୍ତ ହୋଇଛନ୍ତି। ଗତକାଲି ଆସିଥିବା ରିପାର୍ଟରେ ସେମାନେ କରୋନା ପଜିଟିଭ ବୋଲି ଦର୍ଶାଯାଇଛି। ଏ ନେଇ ନିଜେ କୋଏଲ ଟ୍ୱିଟରରେ ସୂଚନା ଦେଇଛନ୍ତି । କୋଏଲ ଟ୍ୱିଟ କରି କହିଛନ୍ତି ଯେ, ବାବା, ମାଆ, ରାଣେ ଓ ମୁଁ କୋଭିଡ ଆକ୍ରାନ୍ତ। ରିପୋର୍ଟ ଆସିବା ପରେ ଘରୋଇ ସଙ୍ଗରୋଧରେ ଅଛୁ । ବେଙ୍ଗଲି ଫିଲ୍ମ ଇଣ୍ଡଷ୍ଚ୍ରି […]
ନୂଆଦିଲ୍ଲି: କରୋନା ସଂକ୍ରମଣ ଯୋଗୁ ସାରା ବିଶ୍ୱ ଚିନ୍ତିତ ଥିବା ବେଳେ ଏହାର ଟିକା ପ୍ରସ୍ତୁତ ପାଇଁ ବିଭିନ୍ନ ଦେଶ ପ୍ରୟାସ କରୁଛନ୍ତି ।ଭାରତ ପକ୍ଷରୁ ମଧ୍ୟ ଟିକା ପ୍ରସ୍ତୁତ ପାଇଁ ଜୋରସୋରରେ ଉଦ୍ୟମ କରାଯାଉଥିବା କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ସୂଚନା ଦେଇଛନ୍ତି । ଭାରତ ପକ୍ଷରୁ ଏ ସମ୍ପର୍କରେ କଣ ସହଯୋଗ କରାଯାଇ ପାରିବ ସେ ସମ୍ପର୍କରେ ସୂଚନା ଦେବାକୁ ଯାଇ କେନ୍ଦ୍ରମନ୍ତ୍ରୀ କହିଛନ୍ତି, ଟିକା ପ୍ରସ୍ତୁତି ନେଇ ଭାରତ ସହ ବିିଭିନ୍ନ ଦେଶର […]
ରାଉରକେଲା: ଜୁଲାଇ ଆରମ୍ଭରୁ ଭୟଙ୍କର ରୂପ ନେଲାଣି କରୋନା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଉରକେଲାରେ ଜାରି କରାଯାଇଛି କଟକଣା । ୧୪ଟି ଜିଲ୍ଲାର ଲୋକଙ୍କ ପାଇ କଟକଣା ଜାରି କରାଯାଇଛି। ଏମାନେ ରାଉରକେଲା ଆସିଲେ ସରକାରୀ କ୍ୱାରେଣ୍ଟିନରେ ରହିବେ। ରାଉରକେଲା ପୌରା ପରିଷଦ ପକ୍ଷରୁ ଏପରି କଟକଣା ଜାରି କରାଯାଇଥିବା ଏଡିଏମ୍ ସୂଚନା ଦେଇଛନ୍ତି। ଖୋର୍ଦ୍ଧା, ଗଞ୍ଜାମ, ଭଦ୍ରକ, ବାଲେଶ୍ୱର, ବଲାଙ୍ଗିର, ନୟାଗଡ଼, ପୁରୀ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦୁଝର, ଗଜପତି, ଝାରସୁଗୁଡ଼ା, ମୟୂରଭଞ୍ଜ ଜିଲ୍ଲାର […]
ନୂଆଦିଲ୍ଲୀ: ଦେଶରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ କରୋନାରେ ୪୪୨ ଜଣଙ୍କର ମୃତ୍ୟୁ ଘଟିଛି। ଏଥହି ସହିତ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮ ହଜାର ୬୫୫କୁ ବୃଦ୍ଧି ପାଇଛି। ସେହିପରି ୨୪ ଘଣ୍ଟା ମଧ୍ୟରେ ୨୨,୭୭୧ ଆକ୍ରାନ୍ତ ହୋଇଛନ୍ତି। ଆଜିର ସଂଖ୍ୟାକୁ ମିଶାଇ ଦେଶରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪୮ ହଜାର ୩୧୫କୁ ବୃଦ୍ଧି ପାଇଛି। ସେଥି ମଧ୍ୟରୁ ମୋଟ ଆକ୍ଟିଭ୍ କେସ୍ ୨,୩୫,୪୩୩ ଥିବାବେଳେ […]
ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ କରୋନା ନେଲା ଆଉ ୫ ଜଣଙ୍କ ଜୀବନ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରେ ଅଛନ୍ତି ଗଞ୍ଜାମ ଜିଲ୍ଲାରୁ ୩ ଓ ଖୋର୍ଦ୍ଧାରୁ ୨ ଜଣ। ଖୋର୍ଦ୍ଧା ଜିଲ୍ଲାର ୨ ମୃତକ ଭୁବନେଶ୍ୱରର। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତକଙ୍କ ସଂଖ୍ୟା ୨୦ […]
ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୨୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟିନ୍ ସେଣ୍ଟରରୁ ୨୦ ପଜିଟିଭ ଚିହ୍ନଟ ହୋଇଥିବାବେଳେ ୪ ଲୋକାଲ କେସ୍ ଅଛନ୍ତି। ଲୋକାଲ କଣ୍ଟାରେ ଗୋଟିଏ ଘରୋଇ ହସ୍ପିଟାଲର ୩ ମହିଳା ଆକ୍ରାନ୍ତ ହୋଇଥିବାବେଳେ ଖଣ୍ଡଗିରି ଅଞ୍ଚଳର ଜଣେ ମହିଳା ମଧ୍ୟ ଅଛନ୍ତି। ଏଥିସହିତ ଏୟାରପୋର୍ଟ କଲୋନୀ, କୋଳଥିଆ PPL କଲୋନୀରୁ ଜଣେ ଲେଖାଏଁ ଆକ୍ରାନ୍ତ ହୋଇଛନ୍ତି। Update on newly detected & cured #COVID19 cases in the last 24 […]
ନୂଆଦିଲ୍ଲ: ଦେଶରେ ହୁ ହୁ ହୋଇ ବଢ଼ିବାରେ ଲାଗିଛି କରୋନା ରୋଗୀଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ କରୋନାରେ ୩୭୯ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୧୮ ହଜାର ୨୧୩କୁ ବୃଦ୍ଧି ପାଇଛି। ସେହିପରି ୨୪ ଘଣ୍ଟାରେ ୨୦ ହଜାର ୯୦୩ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥି ସହିତ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୨୫ ହଜାର ୫୪୪କୁ ବୃଦ୍ଧି ପାଇଛି । ସବୁଠୁ ଅଧିକ ବିଗିଡ଼ିବାରେ ଲାଗିଛି ମହାରାଷ୍ଟ୍ରରେ […]
ଭୁବନେଶ୍ୱର: ରାଜ୍ୟରେ ପୁଣି ୨ କରୋନା ରୋଗୀଙ୍କର ଆଜି ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲ୍ଲାର ଓ ଉଭୟ ପୁରୁଷ। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତକଙ୍କ ସଂଖ୍ୟା ୧୭ ଛୁଇଁଛି। ଏହାକୁ ମିଶାଇ ରାଜ୍ୟରେ ମୃତକଙ୍କ ସଂଖ୍ୟା ୨୯ ଛୁଇଁଲା। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକ ଦୁଇଜଣଙ୍କ ମଧ୍ୟରୁ ଜଣେ ୬୬ ବର୍ଷର ପୁରୁଷ । ସେ ହାଇପରଟେନ୍ସନରେ ପୀଡିତ ଥିଲେ। ଅନ୍ୟଜଣେ […]
ଭୁବନେଶ୍ୱର: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଦିନକରେ ୫୬୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଗଞ୍ଜାମରୁ ସର୍ବାଧିକ ୨୮୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କଟକରୁ ୮୧, ରାୟଗଡ଼ା- ୭୬, ବରଗଡ଼ରୁ ୨୧, ଖୋର୍ଦ୍ଧା- ୨୬, ବଲାଙ୍ଗିର- ୧୯, ମୟୂରଭଞ୍ଜରୁ ୧୦, ସମ୍ବଲପୁର- ୮, କେନ୍ଦୁଝର ଓ ଜଗତସିଂହପୁରରୁ ୬ ଜଣ ଲେଖାଏ, କଳାହାଣ୍ଡିରୁ ୫, କୋରାପୁଟରୁ ୪, ଢେଙ୍କାନାଳ, […]
ରାଉରକେଲା: ରାଉରକେଲା ଆଇଜିଏଚ୍(Ispat General Hospital)ରେ ପଶିଲା କରୋନା। ହସ୍ପିଟାଲରେ ଚିକିତ୍ସାଧୀନ ଜଣେ ରୋଗୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପରେ ଜଣେ ଡାକ୍ତରଙ୍କ ସହ ୬ କର୍ମଚାରୀଙ୍କୁ କ୍ୱାରେଣ୍ଟିନ ପଠାଯାଇଛି । ହସ୍ପିଟାଲ କିଛି ଅଂଶକୁ ଆଇସୋଲେସନ୍ ଘୋଷଣା କରାଯାଇଛି। ସଂପୃକ୍ତ ରୋଗୀଙ୍କ କଣ୍ଟାକ୍ଟ ଟ୍ରେସିଂ ସହ ହସ୍ପିଟାଲକୁ ସାନିଟାଇଜ କରାଯାଉଥିବା ଆଇଜିଏଚ୍ କର୍ତ୍ତୃପକ୍ଷଙ୍କ ସୂଚନା ଦେଇଛନ୍ତି। ଚିହ୍ନଟ ହୋଇଥିବା କରୋନା ରୋଗୀଙ୍କ କଣ୍ଟାକ୍ଟ ଟ୍ରେସିଂ ପରେ କିଛି ଅଞ୍ଚଳକୁ କଣ୍ଟେନମେଣ୍ଟ ଘୋଷଣା କରିଛି ରାଉରକେଲା ମହାନଗର […]
ଭୁବନେଶ୍ୱର: ୧୦ଟି ଜିଲ୍ଲାରେ ଶନିବାର ଓ ରବିବାର ସଟଡାଉନ ନେଇ ପୂର୍ବରୁ ସରକାର ଘୋଷଣା କରିଥିବା ବେଳେ ଏବେ ଏହି ତାଲିକାରେ ଯୋଡି ହୋଇଛି ଆଉ କିଛି ଜିଲ୍ଲା। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ସପ୍ତାହାନ୍ତ ସଟ୍ଡାଉନ ପାଳନ ପାଇଁ ସମ୍ପୃକ୍ତ ଜିଲ୍ଲା ପ୍ରଶାସନ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି। ଏହି ଜିଲ୍ଲାଗୁଡିକ ହେଉଛି କୋରାପୁଟ, ବଲାଙ୍ଗିର, ଢେଙ୍କାନାଳ, କେନ୍ଦ୍ରାପଡ଼ା । ଜୁଲାଇ ମାସର ପ୍ରତ୍ୟେକ ଶନିବାର ଓ ରବିବାର ସଟ୍ ଡାଉନ ଲାଗୁ ହେବ । […]
ଭୁବନେଶ୍ୱର: କରୋନା ନେଲା ଆଉ ୨ ଜୀବନ। ଆଜି ରାଜ୍ୟରେ ଆଉ ୨ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଜଣେ ମୃତକ ଅନୁଗୁଳ ଜିଲ୍ଲାର ବୋଲି ଜଣାପଡ଼ିଛି। ଏହା ଅନୁଗୁଳର ପ୍ରଥମ କରୋନା ମୃତ୍ୟୁ। ଅନ୍ୟ ଜଣେ ଗଞ୍ଜାମ ଜିଲ୍ଲାର। ଏହାକୁ ମିଶାଇ ଗଞ୍ଜାମ ଜିଲ୍ଲାରେ ମୃତ୍ୟୁ […]
ଭୁବନେଶ୍ୱର: ଆଜି ରାଜ୍ୟର ୧୯ ଜିଲ୍ଲାରୁ ଆଉ ୨୨୯ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରେ ଥିଲେ ୧୯୩ ଜଣ। , ଲୋକାଲ୍ କେସ୍ ୩୬ଜଣ ଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୯୫ ଜଣ ଚିହ୍ନଟ ହୋଇଛନ୍ତି। ବାଲେଶ୍ୱରରୁ ୨୪, ଯାଜପୁରରୁ ୨୨, ଖର୍ଦ୍ଧାରୁ ୨୧, ସୁନ୍ଦରଗଡ଼ରୁ ୧୭, କଟକରେ ୧୨, ଝାରସୁଗୁଡ଼ାରୁ ୧୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି […]
ନୂଆଦିଲ୍ଲୀ:ଦେଶରେ ବେକାବୁ ସ୍ଥିତିରେ ପହଞ୍ଚିଲାଣି କରୋନା। ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ଟପିଲା । ଗତ ୨୪ ଘଣ୍ଟାରେ ୧୯ ହଜାର ୧୪୮ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୩୪ ଜଣଙ୍କ ମୃତ୍ୟୁ ହୋଇଛି ଏଥିସହ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୬ ଲକ୍ଷ ୪ ହଜାର ୬୪୧କୁ ବୃଦ୍ଧି ପାଇଛି । ଏଯାବତ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୭, ୮୩୪ରେ ପହଞ୍ଚିଛି । ୨ଲକ୍ଷ ୨୬ ହଜାର ୯୪୭ଜଣ ଆକ୍ରାନ୍ତ ଚିକିତ୍ସିତ […]
କଟକ: କଟକ ଜିଲ୍ଲାରେ ଆଜି ୩୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୭ଜଣ ଅଛନ୍ତି କଟକ ମହାନଗର ନିଗମ ଅଞ୍ଚଳର। କଟକ ସହରରୁ ଚିହ୍ନଟ ସମସ୍ତ ୭ଟି ଯାକ କେସ୍ ଲୋକାଲ ସଂକ୍ରମଣ ବୋଲି ସୂଚନା ମିଳିଛି । ୭ଜଣଙ୍କ ମଧ୍ୟରୁ ୬ଜଣ ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରୁ ଚିହ୍ନଟ ହୋଇଥିବା ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ମିଳିଛି । ଏମାନଙ୍କ ମଧ୍ୟରେ କାଠଗଡା ସାହିର ଜଣେ ୩୩ ବର୍ଷ ବୟସ୍କା ମହିଳା, […]
ଭୁବନେଶ୍ୱର:କୋଭିଡ ନିୟମ ନ ମାନିବାରୁ ତଣ୍ଡ ଗଣିଛନ୍ତି ଭୁବନେଶ୍ୱରର ୩ ଶୋ ରୁମ୍। ଅଶୋକ ନଗରରେ ଅବସ୍ଥିତ ଏହି ପ୍ରମୁଖ ୩ଟି ଶୋ ରୁମକୁ ଜରିମାନା କରିଛନ୍ତି ବିଏମ୍ସି ଏବଂ ବିଡିଏ। ଦିନକୁ ଦିନ ଭୁବନେଶ୍ୱରରେ ଲୋକାଲ କେସ୍ ବଢୁଥିବାରୁ ଚିନ୍ତାରେ ପଡ଼ିଛନ୍ତି ସରକାର। ଏପରି ପରିସ୍ଥିତିରେ ସାମାଜିକ ଦୂରତ୍ୱ ଏବଂ ମାସ୍କ ପିନ୍ଧିବା ଉପରେ ଗୁରୁତ୍ୱ ଦେଇଛନ୍ତି BMC/BDA। ଏ ନେଇ ଆଜି BMC/BDAର ମିଳିତ ସ୍କ୍ୱାଡ ପକ୍ଷରୁ ବିଭିନ୍ନ ସ୍ଥାନରେ ଚଢଉ କରାଯାଇଥିଲା। ଚଢାଉ ବେଳେ […]