• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

Mask
ଭୟଙ୍କର ହେଉଛି ସଂକ୍ରମଣ ! ସୁରକ୍ଷା ଦେଇପାରିବ ମାସ୍କ, ହେଲେ କେଉଁ ମାସ୍କ ସବୁଠୁ ଭଲ ?

ଓମିକ୍ରନ୍‌ ଭ୍ୟାରିଆଣ୍ଟ ତଥା କରୋନା ଭୂତାଣୁରୁ ରକ୍ଷା ପାଇବା ପାଇଁ ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ପରାମର୍ଶ ଦିଆଯାଉଛି ।

Corona
କରୋନାର କରାଳ ଭୟ ମଧ୍ୟରେ ବିଶେଷଜ୍ଞ ଦେଲେ ଖୁସି ଖବର

କରୋନା ୩ୟ ଲହର ସଂପର୍କରେ ବିଶେଷଜ୍ଞ ତଥା ଡାକ୍ତର ଜୟନ୍ତ ପଣ୍ଡା କହିଛନ୍ତି ଯେ, ୩ୟ ଲହରରେ ଗଳାବ୍ୟଥାରୁ ଲକ୍ଷଣ ଆରମ୍ଭ ହେଉଛି । ଦେହହାତ ଘୋଳାବିନ୍ଧା ହେଉଛି ।

TUSU MUNI
ଟୁସୁ ମୁନିଙ୍କ ପାଇଁ ଟୁସୁ ପୂଜା ! ହେଲେ ସେ କିଏ, କ’ଣ ରହିଛି ତାଙ୍କର ବିଶେଷତ୍ୱ ?

ମୟୁରଭଞ୍ଜ ଜିଲ୍ଲା ଉଦଳା ବ୍ଲକ ନାରା ସାହିରେ ଚାଲିଛି ଟୁସୁ ମୁନିଙ୍କ ପୂଜା । ଘରେ ଘରେ ମକର ପୂର୍ବରୁ ଲିପାପୋଛା କରି ପୂଜା ଦିନ ନୂଆ ଲୁଗା ପରିଧାନ କରି ଏହି ଟୁସୁ ପୂଜାକୁ ପାଳନ କରିଛନ୍ତି ।

AIIMS BHUBANESWAR
ଏମ୍‌ସ୍‌ କର୍ମଚାରୀ କରୋନା ପଜିଟିଭ୍‌ ଚିହ୍ନଟ, ୧୭ରୁ ଓପିଡି ବନ୍ଦ

ଡେ କେୟାର, ରେଡିଓ ଥେରାପି, ଡାଇଲିସିସ୍, ଟ୍ରମା ଏବଂ ଏମରଜେନ୍ସି, ଆଇପିଡି, ଟେଲି ମେଡିସିନ ଓ ଟେଲିକନସଲଟେସନ, ପଲମୋନାରି, ବୟସ୍କଙ୍କ ପାଇଁ ଟିକା, କୋଭିଡ ଟିକାକରଣ ଆଦି ଜାରି ରହିବ ବୋଲି ନିର୍ଦ୍ଦେଶାନାମାରେ କୁହାଯାଇଛି । 

Omicron
ରାଜ୍ୟରେ ଆଉ ୩୨ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ

ରାଜ୍ୟରେ ଦିନକୁ ଦିନ ବଢିଚାଲିଛି ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା । କରୋନା ବଢ଼ୁଛି, ନୂଆ ଭାରିଆଣ୍ଟ୍ ବି ମାଡ଼ୁଛି । ଆଜି ରାଜ୍ୟରେ ଆଉ ୩୨ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ରାଜ୍ୟରେ ଆଜି ୧୦,୮୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୨୨ ହଜାର ୭୫୩କୁ ବୃଦ୍ଧି ହୋଇଛି।

Expert Suggestion
ଅନାବଶ୍ୟକ ମେଡିସିନ ବ୍ୟବହାର ନକରିବାକୁ ପରାମର୍ଶ ଦେଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଲକ୍ଷଣ ଥିଲେ ବୃଦ୍ଧ ବ୍ୟକ୍ତି ମଧ୍ୟ ଆଇସୋଲେସନରେ ରହିବେ। ଅନାବଶ୍ୟକ ମେଡିସିନ ବ୍ୟବହାର ନକରିବାକୁ ସେ ପରାମର୍ଶ ଦେଇଛନ୍ତି।

Covid Test
ଦେଶରେ ୩ ଲକ୍ଷ ମୁହାଁ କରୋନାର ଦୈନିକ ସଂକ୍ରମଣ

ଦେଶରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୬ ହଜାର ୪୧କୁ ବୃଦ୍ଧି ହୋଇଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସୂଚନା ଦେଇଛି।

Covid Hospital
ରାଜ୍ୟରେ ୧୧ ହଜାର ମୁହାଁ ଦୈନିକ ସଂକ୍ରମଣ

ଖୋର୍ଦ୍ଧା ଜିଲ୍ଲାରେ ସର୍ବାଧିକ ୩,୦୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Corona
ସବୁ ଅଫିସ୍‌ରେ ବ୍ୟାପିଲାଣି ମହାମାରୀ, କରୋନା ଆଁରେ ଡାକ୍ତରଖାନା

କିଛି ମାନୁନି କରୋନା: ହୁ ହୁ ହୋଇ ବଢୁଛି ସଂକ୍ରମଣ, ସବୁ ଅଫିସ୍‌ରେ ବ୍ୟାପିଲାଣି ମହାମାରୀ, କରୋନା ଆଁରେ ଡାକ୍ତରଖାନା ।

Corona
ବିଗିଡ଼ିଲାଣି କରୋନା ସ୍ଥିତି ! ଜଣେ ଓମିକ୍ରନ୍‌ ଚିହ୍ନଟ ଅର୍ଥାତ୍‌ ଆଉ ୬୦ରୁ ୯୦ ଜଣ ଆକ୍ରାନ୍ତ..

ଫୋନ୍ ଯୋଗେ ଡାକ୍ତରୀ ପରାମର୍ଶ ବା ଟେଲିମେଡିସିନ୍ ଉପରେ ଗୁରୁତ୍ୱ । ରୋଗୀଙ୍କ ଭଲ ପାଇଁ ଏ ପଦକ୍ଷେପ ନିଆଯାଇଛି ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଏ

Home Quarantine
କାହାକୁ ମିଳିବ ହୋମ କ୍ୱାରେଣ୍ଟିନ୍‌ ଅନୁମତି ! ଜାରି ହେଲା ଗାଇଡ୍‌ଲାଇନ୍‌

ସାମାନ୍ୟ ଲକ୍ଷଣ ତଥା ଲକ୍ଷଣହୀନ କରୋନା ସଂକ୍ରମିତ, ହୋମ୍ ଆଇସୋଲେସନରେ ରହିପାରିବେ ବୋଲି ମାର୍ଗଦର୍ଶିକା ଜାରି କରାଯାଇଛି । ଖାଲି ସେତିକି ନୁହେଁ ୬୦ରୁ ଉର୍ଦ୍ଧ୍ୱ ବୟସ୍କ, ବହୁବିଧ ରୋଗାକ୍ରାନ୍ତଙ୍କ ପାଇଁ ସର୍ତ୍ତମୂଳକ ହୋମ୍ ଆଇସୋଲେସନ ପାଇଁ ଅନୁମତି ମିଳିବ ।

corona virus
‘ଆଗାମୀ ୧୦ରୁ ୧୨ ଦିନ ମଧ୍ୟରେ ଓଡ଼ିଶାରେ ପିକ୍‌ ଛୁଇଁବ ସଂକ୍ରମଣ’

ଓଡ଼ିଶାରେ ତଥା ପୂରା ବିଶ୍ୱରେ ଓମିକ୍ରନ୍‌ ସଂକ୍ରମିତ ଚିହ୍ନଟ ହେଉଛନ୍ତି । ଡେଲଟା ଭାରିଆଣ୍ଟ୍ ମାଡ଼ୁଥିବା ବେଳେ ଲୋକଙ୍କୁ ଅକ୍ସିଜେନର ଆବଶ୍ୟକତା ପଡ଼ୁଥିଲା । କିନ୍ତୁ ଏବେ ସେପରି ସ୍ଥିତି ନାହିଁ । ଏବେ ଚାରିଆଡ଼େ ଓମିକ୍ରନ୍‌ ହିଁ ସଂକ୍ରମିତ କରୁଛି । ଘରେ ଘରେ ପହଞ୍ଚିବ ଓମିକ୍ରନ୍‌ । ଏହା ସମସ୍ତଙ୍କୁ ଆକ୍ରାନ୍ତ କରିବ ।

BMC
BMCରେ ବଢ଼ିଲା କଣ୍ଟେନ୍‌ମେଣ୍ଟ, କଟକର ୩ କୋର୍ଟ ହେଲା ସିଲ୍‌

ଶ୍ରୀରାମନଗର ୫୯ ନଂ ୱାର୍ଡର ଗୋଟିଏ ପ୍ଲଟ୍‌ କଣ୍ଟେନମେଣ୍ଟ । IRC ଭିଲେଜ ସ୍ଥିତ UBI ଆଞ୍ଚଳିକ ଶାଖାର ପ୍ରଥମ ମହଲା କଣ୍ଟେନମେଣ୍ଟ । ପଟିଆ ସମ୍ପର୍କ ବିହାରରର ଗୋଟିଏ ପ୍ଲଟ, ଡୋଭ୍ ଆପର୍ଟମେଣ୍ଟ ବି କଣ୍ଟେନମେଣ୍ଟ ।

Hospital
'ଜରୁରୀ ନଥିଲେ ହସ୍ପିଟାଲ ଆସନି'

ସ୍ୱାସ୍ଥ୍ୟସେବା ନିର୍ଦ୍ଦେଶାଳୟ ପକ୍ଷରୁ ଗତକାଲି ନୂଆ ଗାଇଡଲାଇନ୍ ଜାରି କରାଯାଇଥିଲା। 

Covid test
ଦେଶରେ ଦୈନିକ ସଂକ୍ରମଣ ୨ ଲକ୍ଷ ୬୦ ହଜାର ପାର

ଦେଶରେ ଆକ୍ଟିଭ କେଶ୍ ୧୨ ଲକ୍ଷ ୭୨ ହଜାର ୭୩ ରହିଛି। ଦେଶରେ ପଜିଟିଭିଟି ରେଟ୍ ୧୪.୭୮ ପ୍ରତିଶତ ଥିବା ଜଣାପଡ଼ିଛି।

Covid test Guidelines
କରୋନା ସଂକ୍ରମଣର ୧୦ ହଜାର ଟ୍ରେଣ୍ଡ୍‌ରେ ଓଡ଼ିଶା

 ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୧ ଲକ୍ଷ ୧୧ ହଜାର ୮୭୯କୁ ବୃଦ୍ଧି ହୋଇଛି।

Covid Hospital
ସ୍ୱାସ୍ଥ୍ୟ ସେବାକୁ ନେଇ ଆସିଲା ଗାଇଡଲାଇନ୍‌: ଗଣମାଧ୍ୟମକୁ OPD ଓ IPD ମନା

ଗୁରୁତର ରୋଗୀଙ୍କ ପାଇଁ ଜଣେ ଆଟେଣ୍ଡାଣ୍ଟଙ୍କୁ ଅନୁମତି ମିଳିବ। ଅନ୍ୟମାନଙ୍କୁ ପ୍ରବେଶ ଉପରେ କଟକଣା ଲାଗିବ।

Sewage Water
ଚିନ୍ତାର ବିଷୟ ! ସିୱେଜ ପାଣି ବି ହେଲା କରୋନା ପଜିଟିଭ୍‌

ସମସ୍ତେ କୁହନ୍ତି ମାସ୍କ ପିନ୍ଧିବା ଦ୍ୱାରା ଓ ସାମାଜିକ ଦୂରତା ବଜାୟ ରଖିଲେ କରୋନା ସଂକ୍ରମଣ ଚେନ୍‌କୁ କିଛି ମାତ୍ରାରେ ବ୍ରେକ୍‌ ଦେଇ ହେବ । ହେଲେ ଏବେ ଯେଉଁଭଳି ପରିସ୍ଥିତି ସାମ୍ନାକୁ ଆସିଛି, ସେଥିରେ କରୋନା ସଂକ୍ରମଣ ଅଧିକ ବ୍ୟାପିବାର ଆଶଙ୍କା ରହିଛି ।

PM Modi
କାଢା ପିଇବାକୁ କହିଲେ ମୋଦି

ଟିକାକୁ ନେଇ କୌଣସି ଭ୍ରମକୁ ଆମେ ପ୍ରଶ୍ରୟ ଦେବା ନାହିଁ। କରୋନା ବିରୋଧରେ ଲଢ଼େଇ ନେଇ ଆମର ୨ ବର୍ଷର ଅଭିଜ୍ଞତା ଅଛି।

Corona Himachal Pradesh
ସିମ୍‌ଲା ବୁଲିବାକୁ ଯାଉଥିଲେ ସାବଧାନ ! ଘରକୁ ଆଣିପାରନ୍ତି କରୋନା

ଗତ ସପ୍ତାହ ତୁଳନାରେ ୧୦ ଗୁଣ ଦ୍ରୁତ ଗତିରେ ବୃଦ୍ଧି ପାଇଛି । ତଥ୍ୟ ଅନୁସାରେ ଶିମଲାରେ ସମ୍ପୂର୍ଣ୍ଣ ଥମି ଯାଇଥିବା କରୋନା ମାମଲା ଏବେ ଦ୍ରୁତଗତିରେ ବୃଦ୍ଧି ପାଇଛି ।

Corona Cases In Odisha
ପିକ୍‌ ସମୟରେ ଓଡ଼ିଶାରେ ଦୈନିକ ସଂକ୍ରମଣ ୩୦ ହଜାର ଛୁଇଁବ: ସ୍ୱାସ୍ଥ୍ୟ ବିଶେଷଜ୍ଞ

ଜାନୁଆରୀ ଶେଷ ସୁଦ୍ଧା ରାଜ୍ୟରେ ପିକ୍ ଛୁଇଁବ କରୋନା ସଂକ୍ରମଣ। ପିକ୍ ଛୁଇଁଲା ବେଳେ ଦୈନିକ ୩୦ ହଜାରରୁ ଅଧିକ ରହିବ ସଂକ୍ରମଣ। ଏନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞ ସୂଚନା ଦେଇଛନ୍ତି।

Religious Places Closed
ମକର ସଂକ୍ରାନ୍ତି ଉତ୍ସବକୁ ଫିକା ପକାଇଲା କରୋନା: ଅଧିକାଂଶ ଧର୍ମାନୁଷ୍ଠାନ ବନ୍ଦ

ଆସନ୍ତାକାଲି ମକର ସଂକ୍ରାନ୍ତି । ରାଜ୍ୟର ପ୍ରାୟ ଧର୍ମାନୁଷ୍ଠାନ ଗୁଡିକୁ ସ୍ଥାନୀୟ ପ୍ରଶାସନ ଦ୍ୱାରା ବନ୍ଦ ରଖାଯାଇଛି । ସାଧାରଣ ଲୋକଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି।

 COVID Surge In India
କରୋନା ସଂକ୍ରମିତଙ୍କୁ ମିଳୁଛି ୫ ହଜାର ସହାୟତା? ଜାଣନ୍ତୁ ପୂରା ଘଟଣା...

କରୋନା ସଂକ୍ରମିତଙ୍କୁ ମିଳୁଛି ୫ ହଜାର ଟଙ୍କା? ସୋସିଆଲ ମିଡ଼ିଆରେ ଭାଇରାଲ ହେଉଥିବା ଏହି ଖବର ପଛରେ ରହିଛି କେତେ ସତ? PIB କଲା ବଡ଼ ଖୁଲାସା...

Coaching Centre Sealed
ଅଫ୍‌ଲାଇନ୍‌ କ୍ଲାସ୍‌ ଚାଲିଥିବା ବେଳେ କୋଚିଂ ସେଣ୍ଟର ସିଲ୍‌

କଟକ ବାଦାମବାଡ଼ି ଲିଙ୍କ୍ ରୋଡ୍ ସ୍ଥିତ ଏକ କୋଚିଂ ସେଣ୍ଟରକୁ CMC ସିଲ୍‌ କରିଛି। କୋଭିଡ୍ କଟକଣା ଉଲ୍ଲଙ୍ଘନ ଅଭିଯୋଗରେ ସିଏମ୍‌ସି ଚଢ଼ଉ କରିଥିଲା।

BMC
BMC କାର୍ଯ୍ୟାଳୟରେ ପସିଲା କରୋନା: ଏକାଥରକେ ୨୨ ଆକ୍ରାନ୍ତ ଚିହ୍ନଟ

ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ଆଜି ୧୦ ହଜାର ପାର୍‌ କରିଛି। BMC କାର୍ଯ୍ୟାଳୟର ୨୨ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି । କାଲି ଟେଷ୍ଟ କରାଯାଇଥବା ନମୁନାରୁ ୨୨ ଜଣ ପଜିଟିଭ ଚିହ୍ନଟ ହୋଇଥିବା ନେଇ ସୂଚନା ଦିଆଯାଇଛି ।