• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona
ଭୁବନେଶ୍ୱରରେ ୧୩୭ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱରରେ ୧୩୭ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୯୮ ଜଣ କ୍ୱାରେଣ୍ଟିନ୍‌ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୯ ଟି ସ୍ଥାନୀୟ ସଂକ୍ରମଣ କେସ୍‌ ରହିଛି। ଏନେଇ ଟ୍ୱିଟ୍ କରି ସୂଚନା ଦେଇଛି ବିଏମ୍‌ସି। ସେହିଭଳି କଟକରୁ ଆଜି ଆଉ ୫୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫୪ କ୍ୱାରେଣ୍ଟିନ ସେଣ୍ଟରୁ ଚିହ୍ନଟ ହୋଇଛନ୍ତି। ଅନ୍ୟ ୨ ଜଣ ସ୍ଥାନୀୟ ସଂକ୍ରମଣ ମାମଲା ରହିଛି। Update on […]

  • Monday, 05 July 2021
doctor
ପ୍ଲାଜମା ଦେଲେ ରାଜ୍ୟର ପ୍ରଥମ ମହିଳା

ଭୁବନେଶ୍ୱର: କରୋନାରେ ଆକ୍ରାନ୍ତ ହୋଇଥିବା ଗୁରୁତର ରୋଗୀଙ୍କ ପାଇଁ ପ୍ଲାଜମା ସବୁଠୁ ଶକ୍ତଶାଳୀ ଅସ୍ତ୍ର।  ପ୍ଲାଜମା ଦାନ କରି ଆଶା ଦେଲେ ରାଜ୍ୟର ପ୍ରଥମ ମହିଳା। ରାଜ୍ୟର ପ୍ରଥମ ମହିଳା ଭାବେ ଏସ୍‌ସିବି ମେଡିକାଲର ଜଣେ ଛାତ୍ରୀ ପ୍ଲାଜମା ଦାନ କରିଛନ୍ତି। କେବଳ ସେତିକି ନୁହେଁ, ପ୍ରଥମ ମହିଳା କୋଭିଡ୍ ଯୋଦ୍ଧା ଭାବେ ସେ ମଧ୍ୟ ରାଜ୍ୟରେ ପ୍ରଥମ। ମହାମାରୀ କରୋନାରୁ ଆରୋଗ୍ୟ ହେବା ପରେ ସେ ଆଜି ପ୍ଲାଜମା ଦାନ କରିଛନ୍ତି। ଏଥିପାଇଁ ତାଙ୍କୁ ଶୁଭେଚ୍ଛା […]

  • Monday, 05 July 2021
last
ଅଗଷ୍ଟ ୩ ଯାଏ ଏଇ ଜିଲ୍ଲା ସଟ୍‌ଡାଉନ୍‌

ଭୁବନେଶ୍ୱର: ହୁ ହୁ ହୋଇ ବଢୁଛି ରାଜ୍ୟରେ କରୋନା ସଂକ୍ରମଣ। କରୋନା ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଉଛି। ଏହି କ୍ରମରେ କରୋନା ସଂକ୍ରମଣ ବଢୁଥିବାରୁ ବଲାଙ୍ଗିର ଜିଲ୍ଲାକୁ ୪ ଦିନ ସଟଡାଉନ ଘୋଷଣା କରାଯାଇଛି। ଆସନ୍ତା ୩୧ରୁ ଅଗଷ୍ଟ ୩ ପର୍ଯ୍ୟନ୍ତ ସାରା ଜିଲ୍ଲାକୁ ସଟଡାଉନ ଘୋଷଣା କରିଛନ୍ତି ଜିଲ୍ଲାପାଳ। ଏହି ସମୟରେ ଜିଲ୍ଲା ଭିତରେ ଘରୋଇ ଗାଡି ମୋଟର ଚଳାଚଳ ବନ୍ଦ ରହିବ।  ହେଲେ ମେଡିକାଲ, ମେଡିସିନ୍ […]

  • Monday, 05 July 2021
inlock
ଆସିଲା ଅନ୍‌ଲକ୍‌-୩ ; ଉଠିଲା ରାତ୍ରୀକାଳୀନ କର୍ଫ୍ୟୁ

ନୂଆଦିଲ୍ଲୀ: ଅଗଷ୍ଟ ୧ ତାରିଖରୁ ଦେଶରେ ଅନ୍‌ଲକ୍‌-୩ ପ୍ରକ୍ରିୟା ଆରମ୍ଭ ହେବ। ଏନେଇ କେନ୍ଦ୍ର ସରକାର ଅନ୍ ଲକ୍-୩ ଗାଇଡଲାଇନ ଜାରି କରିଛନ୍ତି। ଗୃହ ମନ୍ତ୍ରାଳୟ ପକ୍ଷରୁ ଏହି ଗାଇଡଲାଇନ ଜାରି ହୋଇଛି। ଗାଇଡ୍‌ଲାଇନ୍ ଅନୁସାରେ, କଣ୍ଟେନମେଣ୍ଟ ଜୋନରେ ଅଗଷ୍ଟ ୩୧ ଯାଏ ଲକ୍‌ଡାଉନ ଲାଗୁ ହେବ। ତେବେ ରାତ୍ରୀକାଳୀନ କର୍ଫ୍ୟୁ ଉପରୁ କଟକଣା ଉଠାଇଛନ୍ତି କେନ୍ଦ୍ର ସରକାର। ରାତିରେ ସାଧାରଣ ଲୋକଙ୍କ ଯା-ଆସ ଉପରୁ କଟକଣା ଉଠିଛି। ଫଳରେ ରାତିରେ ବି ସାଧାରଣ ଲୋକ ଯା-ଆସ […]

  • Monday, 05 July 2021
cure
ଦିନକରେ ସୁସ୍ଥ ହେଲେ ୮୭୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ରାଜ୍ୟରେ ସୁସ୍ଥ ହେଲେ ୮୭୮ କରୋନା ଆକ୍ରାନ୍ତ। ଗଂଜାମରେ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୧୮,୯୩୮କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ସର୍ବାଧିକ ୩୯୬ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୧୧୪, ଗଜପତିରୁ ୪୯, ଜଗତସିଂହପୁରରୁ ୪୪ ଜଣ ସୁସ୍ଥ ହୋଇଛନ୍ତି। ସେହିପରି କୋରାପୁଟରୁ ୩୫, ବାଲେଶ୍ୱରରୁ […]

  • Monday, 05 July 2021
rajmouli
‘ବାହୁବଳି’ ନିର୍ଦ୍ଦେଶକ ରାଜମୌଲି ଓ ପରିବାରକୁ କରୋନା

ଚେନ୍ନାଇ: ବହୁ ଲୋକପ୍ରିୟ ଫିଲ୍ମ ‘ବାହୁବଳି’ର ନିର୍ଦ୍ଦେଶକ  ଏସ୍‌ଏସ୍ ରାଜମୌଲି ଓ ତାଙ୍କ ପରିବାର କରୋନାରେ ସଂକ୍ରମିତ ହୋଇଛନ୍ତି। ଏନେଇ ନିଜେ ରାଜମୌଲି ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଏଥିସହିତ କିଛିଦିନ ହେଲା ତାଙ୍କୁ ଜ୍ୱର ଲାଗି ରହିଥିବା ମଧ୍ୟ ଟ୍ୱିଟ୍‌ରେ ଜଣାଇଛନ୍ତି ବାହୁବଳି ନିର୍ଦ୍ଦେଶକ। କିଛିଦିନ ଜ୍ୱର ହେବା ପରେ ଔଷଧ ଖାଇବା ଦ୍ୱାରା ଜ୍ୱର ଟିକେ କମିଥିଲା। ଜ୍ୱର କମିବା ପରେ ରାଜମୌଲି କୋଭିଡ୍‌ ଟେଷ୍ଟ କରିବାକୁ ନିଷ୍ପତ୍ତି ନେଇଥିଲେ। ଆଉ ଟେଷ୍ଟ ପରେ […]

  • Monday, 05 July 2021
mumbai
ଏହି ରାଜ୍ୟରେ ଅଗଷ୍ଟ ୩୧ ପର୍ଯ୍ୟନ୍ତ ବଢ଼ିଲା ଲକ୍‌ଡାଉନ ଅବଧି

ମୁମ୍ବାଇ: ପୁଣି ଲକ୍‌ଡାଉନ୍‌ ବଢ଼ାଇଲେ ମହାରାଷ୍ଟ୍ର ସରକାର। ଅଗଷ୍ଟ ୩୧ ତାରିଖ ଯାଏ ରାଜ୍ୟରେ ଲକ୍‌ଡାଉନ ଅବଧିକୁ ବଢ଼ାଇ ଦେଇଛନ୍ତି ମହାରାଷ୍ଟ୍ରର ଉଦ୍ଧବ ସରକାର। ରାଜ୍ୟରେ ହୁହୁ ହୋଇ କରୋନା ସଂକ୍ରମଣ ବଢ଼ୁଥିବାରୁ ରାଜ୍ୟ ସରକାର ଏପରି ନିଷ୍ପତ୍ତି ନେଇଛନ୍ତି। ଆଜି ଗୋଟିଏ ଦିନରେ ମହାରାଷ୍ଟ୍ରରେ ୯,୨୧୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ବୁଧବାର ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪ ଲକ୍ଷ ଟପିଛି। ତେବେ ଦେଶରେ ଅଗଷ୍ଟ ୧ ତାରିଖଠାରୁ ଅନ୍‌ଲକ୍-୩ […]

  • Monday, 05 July 2021
home
କରୋନା ସଂକ୍ରମଣକୁ ରୋକିପାରିବ କି ହୋମ୍ ଆଇସୋଲେସନ?

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉପରେ ପଡୁଛି ଅଧିକ ଚାପ ଏହାକୁ ଆଖି ଆଗରେ ରଖି ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି ସ୍ୱତନ୍ତ୍ର ରଣନୀତି। ଫୋକସ୍‌ରେ ରହିଛି ହୋମ ଆଇସୋଲେସନ। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହାକୁ ଲାଗୁ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ସରକାର। ତେବେ ଏହି ବ୍ୟବସ୍ଥା ଦ୍ୱାରା ସଂକ୍ରମଣକୁ ରୋକି ହେବ ନା ନାହିଁ ତାକୁ ନେଇ ଉଠିଛି ପ୍ରଶ୍ନ। ହୋମ୍ ଆଇସୋଲେସନ୍ […]

  • Monday, 05 July 2021
corona
୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ କରୋନା ରୋଗୀ‌ ଚିହ୍ନଟ, ୩୦ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୪୫  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

92045314_3111362032287054_788538214380994560_n
ଓଡ଼ିଶାରେ ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୪, ଖୋର୍ଦ୍ଧାରୁ ୨, ନୟାଗଡ଼, ରାୟଗଡ଼ା, ସମ୍ବଲପୁର ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୬୯କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ […]

  • Monday, 05 July 2021
corona
ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ୫୨ ହଜାରରୁ ଅଧିକ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:  ଦେଶରେ ଅଣାୟତ୍ତ ହେଉଛି କରୋନା ସ୍ଥିତି। ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି  ୫୨ ହଜାରରୁ ଅଧିକ ନୂଆ କରୋନା ଆକ୍ରାନ୍ତ।  କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ,  ୨୪ ଘଣ୍ଟାରେ ଚିହ୍ନଟ ହେଇଛନ୍ତି   ୫୨ ହଜାର ୧୨୩ ଜଣ ନୂଆ ଆକ୍ରାନ୍ତ। ପ୍ରଥମ ଥର ପାଇଁ ଦିନକରେ ଏତେ ସଂଖ୍ୟକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।  ଏଥିସହିତ  ୭୭୫ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୩୪ ହଜାର […]

  • Monday, 05 July 2021
shutdown
୪୮ ଘଣ୍ଟା ପାଇଁ ସଟ୍‌ଡାଉନ୍‌ ହେବ ଏହି ଜିଲ୍ଲା

କୋରାପୁଟ: ୪୮ ଘଣ୍ଟା ପାଇଁ କୋରାପୁଟ ଜିଲ୍ଲା ସଟ୍‌ଡାଉନ୍ ଘୋଷଣା। ଆଜି ମଧ୍ୟରାତ୍ରରୁ ଅଗଷ୍ଟ ୧ ମଧ୍ୟରାତ୍ର ଯାଏ ୪୮ ଘଣ୍ଟା ପାଇଁ କୋରାପୁଟ ଜିଲ୍ଲାକୁ ସଟ୍‌ଡାଉନ୍ ଘୋଷଣା କରିଛନ୍ତି ଜିଲ୍ଲାପାଳ। କରୋନା ସଂକ୍ରମଣ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ଗତ ୨୪ ଘଣ୍ଟାରେ କୋରାପୁଟରୁ ୬୬ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ପରେ ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ […]

  • Monday, 05 July 2021
sura routray
‘ଲୋକ ଦେଖାଣିଆ ଭାବେ ବିଧାୟକଙ୍କୁ ବୈଠକକୁ ଡକାଯାଇଥିଲା’

ଭୁବନେଶ୍ୱର: ବିଧାୟକମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ଭିଡିଓ କନଫରେନ୍ସିଂ ପ୍ରସଙ୍ଗକୁ ନେଇ ସରକାରଙ୍କୁ ସମାଲୋଚନା କରିଛନ୍ତି ବରିଷ୍ଠ କଂଗ୍ରେସ ବିଧାୟକ ସୁରେଶ କୁମାର ରାଉତରାୟ। ବିଧାୟକଙ୍କୁ କହିବାକୁ ଦିଆଗଲା ନାହିଁ, କିମ୍ବା ବିଧାୟକଙ୍କୁ କୌଣସି ଦାୟିତ୍ୱ ଦିଆଗଲା ନାହିଁ ବୋଲି ସୁର କହିଛନ୍ତି। କେବଳ ପ୍ରଚାର ଓ ପ୍ରସାର ପାଇଁ ଲୋକ ଦେଖାଣିଆ ଭାବେ ବିଧାୟକଙ୍କୁ ବୈଠକକୁ ଡକାଯାଇଥିଲା ବୋଲି କହି ସୁର ସରକାରଙ୍କୁ ସମାଲଚୋନା କରିଛନ୍ତି। କେନ୍ଦ୍ର ସରକାରଙ୍କ ଅନଲକ୍‌-୩ ଘୋଷଣା ଉପରେ ବି ନିଜ ମତ […]

  • Monday, 05 July 2021
corona
ଦେଶରେ କରୋନା ଆରୋଗ୍ୟ ହାର ୬୪.୪%କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶରେ ସୁଧୁରିଛି କରୋନା ପରିସ୍ଥିତି। ଜାତୀୟ ସ୍ତରରେ ଏବେ କରୋନା ଆରୋଗ୍ୟ ହାର ୬୪.୪%କୁ ବୃଦ୍ଧି ପାଇଛି ବୋଲି ଆଜି ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରଣାଳୟ ଓଏସ୍‌ଡି ରାଜେଶ ଭୂଷଣ। ଅପ୍ରେଲ ମାସରେ ଆରୋଗ୍ୟ ହାର ୭ ଦଶମିକ ୮୫ ପ୍ରତିଶତ ଥିବା ବେଳେ ଏବେ ଏହା ୬୪ ପ୍ରତିଶତରୁ ଅଧିକ ରହିଛି ବୋଲି ସେ ସୂଚନା ଦେଇଛନ୍ତି। ୧୬ଟି ରାଜ୍ୟରେ ଆରୋଗ୍ୟ ହାର ଜାତୀୟ ହାର ଠାରୁ ଅଧିକ ରହିଛି। ଏହି ରାଜ୍ୟଗୁଡ଼ିକ […]

  • Monday, 05 July 2021
cuttack-coorna
କଟକରୁ ଆଜି ୫୧ କରୋନା ଆକ୍ରାନ୍ତ ଚିହ୍ନଟ

କଟକ:  କଟକ ସହରରୁ ଆଜି ଆଉ ୫୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୫୧ ପଜିଟିଭ୍‌ଙ୍କ ମଧ୍ୟରୁ ୪୦ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୧ ଲୋକାଲ କଣ୍ଟା କେସ୍ ରହିଛି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ଆଜିର ପଜିଟିଭ୍‌ଙ୍କ ମଧ୍ୟରୁ ସେକ୍ ବଜାରରୁ ଆଉ ୭ କରୋନା ଚିହ୍ନଟ ହୋଇଛନ୍ତି। ସେହପରି ପୁରୁଣା ରାଉସାପାଟଣାରୁ ୬, ଦେଉଳସାହି ଶିବାଜୀନଗରରୁ ୬, ତେଲେଙ୍ଗାବଜାରରୁ ୩, ଶଙ୍କରପୁରରୁ ୨ […]

  • Monday, 05 July 2021
CORONABBSR
ଭୁବନେଶ୍ୱରରେ ୧୦୫ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ଆଉ ୧୦୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୫ ଆକ୍ରାନ୍ତଙ୍କ ମଧ୍ୟରୁ ୫୯ କ୍ୱାରେଣ୍ଟିନରେ ଚିହ୍ନଟ ହୋଇଥିବା ବେଳେ ୪୬ ଟି ଲୋକାଲ କଣ୍ଟାକ୍ଟ କେସ୍ ରହିଛି। କ୍ୱାରେଣ୍ଟିନ୍ ସେଣ୍ଟର ମଧ୍ୟରୁ ନୟାପଲ୍ଲୀ ନୂଆସାହିରୁ ଆଉ ୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ନୂଆପଲ୍ଲୀର ଅନ୍ୟ ଏକ ଅଞ୍ଚଳରୁ ମଧ୍ୟ ୬ ଜଣ ଆକ୍ରାନ୍ତ, ସହିଦନଗର ଅଞ୍ଚଳରୁ ମଧ୍ୟ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ସୂଚନା […]

  • Monday, 05 July 2021
gym
ଅନ୍‌ଲକ୍‌-୩ରେ ଜିମ୍ ସେଣ୍ଟର ଖୋଲିବାକୁ ଦାବି କଲା ଅଲ୍ ଓଡ଼ିଶା ଜିମ୍ ଆସୋସିଏସନ

ଭୁବନେଶ୍ୱର: ଅନ୍-ଲକ୍ ଥ୍ରୀରେ ଜିମ୍ ଖୋଲିବାକୁ ଦାବି କରିଛି ଅଲ୍ ଓଡ଼ିଶା ଜିମ୍ ଆସୋସିଏସନ। କେନ୍ଦ୍ର ସରକାର ଆସନ୍ତା ୫ ତାରିଖରୁ ଜିମ୍ ଖୋଲିବାକୁ ଅନୁମତି ଦେଇଥିବା ବେଳେ ରାଜ୍ୟ ସରକାର ମଧ୍ୟ ଜିମ୍ ଖୋଲିବାକୁ ଅନୁମତି ଦିଅନ୍ତୁ ବୋଲି ରାଜ୍ୟ ଜିମ୍ ସଂଘ ଦାବି କରିଛି। ଜିମ୍ କରିବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବଢ଼ିବ। ଏହାଦ୍ୱାରା ସଂକ୍ରମଣ ହେବ ନାହିଁ ବୋଲି ଗତ ୧୫ ତାରିଖରେ ଅଲ ଇଣ୍ଡିଆ ଜିମ୍ ଆସୋସିଏସନ୍ ଦାବି କରିଥିଲା। […]

  • Monday, 05 July 2021
coronavirus
ରାଜ୍ୟରେ ୮୦୭ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୮୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୩୧ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ କଟକରୁ ୬୨ ଜଣ ଆରୋଗ୍ୟଲାଭ କରିଛନ୍ତି। ଏନେଇ ଟ୍ୱିଟ୍ କରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Another 807 #COVID19 patients have recovered and are being discharged on 30.7.2020. 431 from Ganjam 62 from Cuttack 47 from […]

  • Monday, 05 July 2021
osd
ଫାଇନାଲ୍ ଷ୍ଟେଜରେ ୩ଟି କରୋନା ଭ୍ୟାକସିନ୍

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ମହାମାରୀ ଦ୍ରୁତ ଗତିରେ ତା’ର କାୟା ମେଲାଇ ଚାଲିଥିବା ବେଳେ ଅନ୍ୟପଟେ ସ୍ୱାସ୍ଥ୍ୟ ମନ୍ତ୍ରାଳୟ OSD ପକ୍ଷରୁ ଆଶ୍ୱସ୍ତି କଲା ଭଳି ଖବର ମିଳିଛି। ସାରା ବିଶ୍ୱରେ ୩ଟି କରୋନା ଭ୍ୟାକସିନର ପରୀକ୍ଷଣ ଫାଇନାଲ୍ ଷ୍ଟେଜରେ ପହଞ୍ଚିସାରିଥିବା ସ୍ୱାସ୍ଥ୍ୟ ମନ୍ତ୍ରାଳୟ OSD ସୂଚନା ଦେଇଛନ୍ତି। ସେ କହିଛନ୍ତି, ଯଦି ଫାଇନାଲ୍ ଷ୍ଟେଜରେ ସବୁ ପରୀକ୍ଷଣକୁ ସଫଳତା ମିଳେ, ତାହେଲେ ଖୁବଶୀଘ୍ର କରୋନାକୁ ହରାଇବା ପାଇଁ ବଜାରରେ ଭ୍ୟାକସିନ ଉପଲବ୍ଧ ହେବ। ସାରା […]

  • Monday, 05 July 2021
ଆଜିିଠୁ ଅଗଷ୍ଟ ୩ ଯାଏ ଏହି ଜିଲ୍ଲା ସଟ୍‌ଡାଉନ୍‌

ବଲାଙ୍ଗିର: ଆଜିିଠୁ ଅଗଷ୍ଟ ୩ ତାରିଖ ପର୍ଯ୍ୟନ୍ତ ବଲାଙ୍ଗିର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। କରୋନା ସଂକ୍ରମଣକୁ ରୋକିବା ପାଇଁ  ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ଏହାସହ ଲୋକମାନେ କିଭଳି ସାମାଜିକ ଦୂରତା ଏବଂ ସ୍ୱଚ୍ଛତାକୁ ଅଧିକ ଗୁରୁତ୍ୱ ଦେବେ ସେନେଇ ମଧ୍ୟ ସଚେତନ କରାଯାଉଛି। କରୋନା ସଟ୍‌ଡାଉନ୍ କଟକଣାରୁ ଅତ୍ୟାବଶ୍ୟକ ସେବାକୁ ବାଦ୍ ଦିଆଯାଇଛି। ସଟ୍‌ଡାଉନ୍‌ ସମୟରେ ହସ୍ପିଟାଲ, କ୍ଳିନିକ୍, ନର୍ସିଂ ହୋମ୍, ମେଡିସିନ୍ ଷ୍ଟୋର, ଟେଲିକମ୍ ସେବା, ପେଟ୍ରୋଲ ପମ୍ପ ଖୋଲା ରହିବ। […]

  • Monday, 05 July 2021
shutdown
ଅଗଷ୍ଟ ୧ରୁ ଏହି ଜିଲ୍ଲା ସଟ୍‌ଡାଉନ୍‌

ଭଦ୍ରକ: ଭଦ୍ରକ ଜିଲ୍ଲାକୁ ୪୮ ଘଣ୍ଟା ପାଇଁ ସଟ୍‌ଡାଉନ୍‌ କରିବାକୁ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଅଗଷ୍ଟ ୧ ତାରିଖ ସକାଳ ୫ରୁ ୩ ତାରିଖ ସକାଳ ୫ ପର୍ଯ୍ୟନ୍ତ ସଟ୍‌ଡାଉନ୍ ନେଇ ଘୋଷଣା ହୋଇଛି। ସଟ୍‌ଡାଉନ୍ ବେଳେ ସବୁ ଅନୁଷ୍ଠାନ, ସରକାରୀ ଅଫିସ ବନ୍ଦ ରହିବ। ତେବେ ମେଡିକାଲ୍‌, ପେଟ୍ରୋଲ ପମ୍ପ ଓ ATM ଖୋଲା ରହିବ। କରୋନା ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ରାଜ୍ୟ ସ୍ୱାସ୍ଥ୍ୟ […]

  • Monday, 05 July 2021
corona
ଦିନକରେ ଓଡ଼ିଶାରୁ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୪୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୯୧୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୫  ରହିଛି। ଗଞ୍ଜାମରୁ ସର୍ବାଧିକ ୩୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୧,୮୭୭ରେ […]

ଓଡ଼ିଶାରେ କରୋନା ସ୍ଥିତି: ନେଲା ଆଉ ୮ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୮ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୧୭୭ରେ ପହଞ୍ଚିଛି। ଗଞ୍ଜାମରୁ ଆଜି ୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ୪ ଜଣ ଯାକ ପୁରୁଷ ଓ ସେମାନଙ୍କର ବୟସ ଯଥାକ୍ରମେ   ୮୧, ୪୯, ୭୩ ଓ ୪୫ ବର୍ଷ। ସେହିପରି  ନୟାଗଡ଼, ଗଜପତି, ସୁନ୍ଦରଗଡ଼ ଓ ଖୋର୍ଦ୍ଧାରୁ […]

corona
ବିଷ ପିଇ ଦେଇଥିଲେ, ମେଡିକାଲ୍‌ ଆସିବା ପରେ ଜଣାପଡ଼ିଲା କରୋନା ପଜିଟିଭ୍‌

କଟକ: ବିଷ ପିଇ ଦେଇଥିଲେ, ଚିକିତ୍ସା ପାଇଁ ମେଡିକାଲ୍‌ ଆସିବା ପରେ ଜଣାପଡ଼ିଥିଲା ତାଙ୍କୁ କରୋନା ହୋଇଛି। କରୋନା ପଜିଟିଭ ଜଣାପଡ଼ିବା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କର କୌଣସି ଚିକିତ୍ସା କରାଯାଉ ନ ଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ସୂଚନା ଅନୁସାରେ, ଗତକାଲି ବାଲେଶ୍ୱରର ଜଣେ ବ୍ୟକ୍ତି ବିଷ ପିଇ ଦେଇଥିଲେ। ତାଙ୍କୁ କାଲି ରାତି ୯ଟାରେ SCB କାଜୁଆଲିଟିରେ ଭର୍ତ୍ତି କରାଯାଇଥିଲା। ଏହାପରେ ସମ୍ପୃକ୍ତ ବ୍ୟକ୍ତିଙ୍କ କରୋନା ଟେଷ୍ଟ କରାଯାଇଥିଲା ଓ ରିପୋର୍ଟ ପଜିଟିଭ୍‌ ଆସିଥିଲା। […]

  • Monday, 05 July 2021
tesing
ଦେଶରେ ୨୪ ଘଣ୍ଟାରେ ୫୫ ହଜାର କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:  ଦେଶରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା।  ୨୪ ଘଣ୍ଟାରେ ଦେଶରେ ସର୍ବାଧିକ ୫୫ ହଜାର ୦୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ୨୪ ଘଣ୍ଟାରେ ୭୭୯ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଲକ୍ଷ ପାର କରିିଛି। ଆଜିର ସଂଖ୍ୟାକୁ ମିଶାଇବା ପରେ ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୬ ଲକ୍ଷ ୩୮ ହଜାର ୮୭୧ରେ ପହଞ୍ଚିଛି। ଏବେ ୫ ଲକ୍ଷ […]

  • Monday, 05 July 2021