• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

Coronavirus
‘ରାଜ୍ୟରେ ଆହୁରି ୨ ମାସ ବଢ଼ିବ କରୋନା ସଂକ୍ରମଣ’

ରାଜ୍ୟରେ ଆହୁରି ଦୁଇ ମାସ ଯାଏଁ କରୋନା ବଢ଼ିବ । ରାଜ୍ୟର ୪ରୁ ୫ଟି ଜିଲ୍ଲାରେ ଟିପିଆର୍ ଅଧିକ ରହିଛି।

Oxygen
ସାଂଘାତିକ ହେଲାଣି କରୋନା ସ୍ଥିତି ! ଅକ୍ସିଜେନ୍-ହସ୍ପିଟାଲ ପ୍ରସ୍ତୁତ ପାଇଁ କେନ୍ଦ୍ରର ନିର୍ଦ୍ଦେଶ

ତରଳ ଅକ୍ସିଜେନ ଯେମିତି ନିରବଚ୍ଛିନ୍ନ ଭାବେ ଯୋଗାଣ ହୋଇପାରିବ, ତାର ବ୍ୟବସ୍ଥା କରାଯାଉ ବୋଲି ସେ କହିଛନ୍ତି । ଏହାସହ ସବୁ ଡାକ୍ତରଖାନାରେ ପର୍ଯ୍ୟାପ୍ତ ପରିମାଣରେ ଅକ୍ସିଜେନ ରଖନ୍ତୁ ।

Single-day COVID19 tally in Odisha inches closes to 9000-mark
ରାଜ୍ୟରେ ଆଜି ୮ ହଜାର ଟପିଛି ଦୈନିକ ସଂକ୍ରମଣ

କରୋନା ମାଡ଼ୁଛି, ଭୟ ବଢ଼ୁଛି । ରାଜ୍ୟରେ ଆଜି ୮ ହଜାର ଟପିଛି ଦୈନିକ ସଂକ୍ରମଣ । ଦିନକରେ ୮ ହଜାର ୭୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂତନ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୫ ହଜାର ୯୬ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩ ହଜାର ୬୮୨ ରହିଛି । ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୭୯୨ ଜଣ ଅଛନ୍ତି । ସେହିପରି ମୋଟ୍ ଆକ୍ରାନ୍ତ ସଂଖ୍ୟା ୧୦ ଲକ୍ଷ ୯୧ ହଜାର ୫୪୭କୁ ବୃଦ୍ଧି ପାଇଛି ।

Coronavirus
ରାଜ୍ୟରେ ୮ ହଜାର ଟପିଲା ଦୈନିକ ସଂକ୍ରମଣ ! ୧୮ ବର୍ଷରୁ କମ୍ ବର୍ଗର ୭୯୨ ଜଣ ଚିହ୍ନଟ

୨୪ ଘଣ୍ଟାରେ ରାଜ୍ୟରେ ୮୭୭୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କ୍ୱାରେଣ୍ଟାଇନ୍‌ରୁ ୫୦୯୬ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୩୬୮୨ ।

Covid Test Kits Set on Fire In Odisha’s Jajpur, Probe on
ପୋଡ଼ିଦେଲେ କରୋନା କିଟ୍

ଯାଜପୁର କୋରେଇ ମେଡିକାଲ ପରିସରର ଏ ହେଉଛି ଦୃଶ୍ୟ.. ଶହ ଶହ କରୋନା କିଟ୍ ପୋଡିଦିଆଯାଉଛି.

Corona
ଅଭାବନୀୟ ଦୃଶ୍ୟ; ଜାଳିଦେଲେ ଶହ ଶହ କରୋନା କିଟ୍‌ !

ଏହା ବ୍ୟବହାର କରାଯାଇଛି କି ନାହିଁ ତାହାର ପ୍ରମାଣ ଏ ପର୍ଯ୍ୟନ୍ତ ମିଳିନଥିବା ବେଳେ ଖବର ପାଇ ଜିଲ୍ଲା ଅତିରିକ୍ତ ଚିକିତ୍ସା ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଆରମ୍ଭ କରିଛନ୍ତି ।

COVID Surge In Odisha
କୋଭିଡ୍ ନିଆଁ ପରି ବ୍ୟାପୁଛି...

ଦିନକ ବ୍ୟବଧାନ ପରେ ଆଜି ରାଜ୍ୟରେ ପୁଣି ଲମ୍ବ ଡିଆଁ ମାରିଛି କୋଭିଡ୍ ସଂକ୍ରମଣ । ୨୪ ଘଣ୍ଟା ଭିତରେ ଚିହ୍ନଟ ହୋଇଛନ୍ତି ୭ ହଜାର ୭୧ ପଜିଟିଭ୍ । ଯାହାକି ଗତକାଲି ଚିହ୍ନଟ ହୋଇଥିବା ୪ ହଜାର ୮୨୯ କରୋନା ଆକ୍ରାନ୍ତଙ୍କ ତୁଳନାରେ ୪୨ ପ୍ରତିଶତ ବା ୨ ହଜାର ୨୪୧ ଅଧିକ ।

Corona
ରାଜ୍ୟରେ ବିଗିଡ଼ୁଛି ସ୍ଥିତି, ନିୟନ୍ତ୍ରଣ ବାହାରକୁ ଗଲାଣି ସଂକ୍ରମଣ !

ଦିନକ ବ୍ୟବଧାନ ପରେ ଆଜି ରାଜ୍ୟରେ ପୁଣି ଲମ୍ବ ଡିଆଁ ମାରିଛି କୋଭିଡ୍ ସଂକ୍ରମଣ । ୨୪ ଘଣ୍ଟା ଭିତରେ ଚିହ୍ନଟ ହୋଇଛନ୍ତି ୭ ହଜାର ୭୧ ପଜିଟିଭ୍ । ଯାହାକି ଗତକାଲି ଚିହ୍ନଟ ହୋଇଥିବା ୪ ହଜାର ୮୨୯ କରୋନା ଆକ୍ରାନ୍ତଙ୍କ ତୁଳନାରେ ୪୨ ପ୍ରତିଶତ ବା ୨ ହଜାର ୨୪୧ ଅଧିକ ।

Corona
ଆଗାମୀ କିଛି ସପ୍ତାହ ଗୁରୁତ୍ୱପୂର୍ଣ୍ଣ, ସତର୍କ ରହିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ

ନିୟମ ଅନୁପାଳନ ପ୍ରତି ସ୍ୱତନ୍ତ୍ର ଧ୍ୟାନ ଦେବାକୁ ପୋଲିସକୁ ନିର୍ଦ୍ଦେଶ ଦିଆଯାଇଛି । ଆଦୌ ଟିକା ନେଇନଥିବା ଲୋକଙ୍କ ଟିକାକରଣ ଜୋରଦାର ପାଇଁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି । ଅନ୍ୟପଟେ ସଚେତନତା କାର୍ଯ୍ୟରେ ମିଶନ ଶକ୍ତି ଗ୍ରୁପଙ୍କୁ ସାମିଲ କରିବା ପାଇଁ ପରାମର୍ଶ ଦିଆଯାଇଛି ।

Delhi corona
ଦିଲ୍ଲୀରେ ସାଂଘାତିକ ହେଲାଣି ସ୍ଥିତି, ନିୟନ୍ତ୍ରଣ ବାହାରେ କରୋନା

ଦିଲ୍ଲୀରେ ଏବେ ସ୍ଥିତି ସଂଗୀନ ରହିଛି । ପ୍ରତି ୪ ଜଣରେ ଜଣେ କରୋନା ପଜିଟିଭ୍ ହେଉଥିବା ଜଣାପଡ଼ିଛି । ଗତକାଲି ପଜିଟିଭ୍ ହାର ୨୫ ପ୍ରତିଶତ ରହିଥିଲା । ଗତବର୍ଷ ମେ’ ମାସ ପରେ ପ୍ରଥମଥର ପାଇଁ ଗତକାଲି ପଜିଟିଭ୍‌ ହାର ୨୫ ପ୍ରତିଶତକୁ ଛୁଇଁଛି ।

Odisha Releases Guidelines For Makar Sankranti & Pongal
ମକର/ପୋଙ୍ଗଲ ଉତ୍ସବ ମନା; ରୀତିନୀତି ହେବ

ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କଲେ SRC । କୋଭିଡ୍ ସଂକ୍ରମଣକୁ ଦେଖି ଗହଳି ନ କରିବାକୁ ପରାମର୍ଶ ।ନଦୀ ଘାଟ, ପୁଷ୍କରିଣୀ, ସମୁଦ୍ର ତଟରେ ବୁଡ଼ ପକାଇବା ମନା ।

makara sankranti
ମକର ସଂକ୍ରାନ୍ତି ଓ ପୋଙ୍ଗଲ ପାଇଁ କଟକଣା ଜାରି କଲେ SRC ! ନଦୀ ଘାଟ, ପୁଷ୍କରିଣୀ, ସମୁଦ୍ର ତଟରେ ବୁଡ଼ ପକାଇବା ମନା

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଓଡ଼ିଶାରେ ମକର ସଂକ୍ରାନ୍ତି ପାଇଁ କଟକଣା ଜାରି କରାଯାଇଛି ।

delhi
ହୋମ୍ ଆଇସୋଲେସନ୍‌ରେ ଥିବା ସଂକ୍ରମିତଙ୍କୁ ଦିଆଯିବ ଯୋଗ ଶିକ୍ଷା, ବଡ଼ ଘୋଷଣା କଲେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ

ରାଜଧାନୀ ଦିଲ୍ଲୀରେ ହୋମ୍ ଆଇସୋଲେସନ୍‌ରେ ଥିବା ସଂକ୍ରମିତଙ୍କୁ ଯୋଗ ଶିକ୍ଷା ପ୍ରଦାନ କରାଯିବ । ଏନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ।

corona
କରୋନା ପାଇଁ କଠୋର ସରକାର, ରାଜଧାନୀରେ ସମସ୍ତ ବେସରକାରୀ କାର୍ଯ୍ୟାଳୟ ବନ୍ଦ କରିବାକୁ ନିର୍ଦ୍ଦେଶ

ନୂତନ ନିର୍ଦ୍ଦେଶ ଅନୁସାରେ ବର୍ତ୍ତମାନ ଠାରୁ ଦିଲ୍ଲୀର ସମସ୍ତ ରେଷ୍ଟୁରାଣ୍ଟ ଏବଂ ବାର୍ ମଧ୍ୟ ବନ୍ଦ ରହିବ । ବର୍ତ୍ତମାନ ହୋମ୍ ଡେଲିଭରି ଏବଂ ରେଷ୍ଟୁରାଣ୍ଟରୁ ଖାଦ୍ୟ ସାମଗ୍ରୀ ନେଇଯିବାର ସୁବିଧା ଉପଲବ୍ଧ ରହିବ ।

Covid Cases Soar In Delhi, Maharashtra
କରୋନା ମୃତ୍ୟୁରେ ୫୦ ଦିନର ରେକର୍ଡ ଭାଙ୍ଗିଲା ଦିଲ୍ଲୀ

ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ବେଳେ ଦିଲ୍ଲୀ ଓ ମୁମ୍ବାଇ ଏବେ ଅଧିକ ଚିନ୍ତା ବଢ଼ାଇଛି। କାରଣ ଏହି ୨ଟି ସ୍ଥାନରୁ ଦିନକୁ ଦିନ ସ୍ଥିତି ବିଗିଡ଼ିବାରେ ଲାଗିଛି। ଦିଲ୍ଲୀରେ ଗତ ୧୦ ଦିନରେ କରୋନା ମୃତ୍ୟୁ ସଂଖ୍ୟା ୫୦ ଦିନର ରେକର୍ଡ ଭାଙ୍ଗିଛି।

Odisha Reports 7071 New Covid19 Cases In Last 24 Hours
ଦିନକରେ ୭ ହଜାର ଟପିଲା

ହୁ ହୁ ବଢ଼ିଚାଲିଛି କରୋନା ସଂକ୍ରମଣ.. ଆଜି ଏକାବେଳେ ୨ହଜାରରୁ ଅଧିକ ସଂକ୍ରମଣ ବୃଦ୍ଧି ପାଇଛି ରାଜ୍ୟର କରୋନା ସଂକ୍ରମଣ ଅପଡେଟ୍ ଜାଣନ୍ତୁ..

Covid19। India Reports 1,68,063 Fresh Cases In Last 24 Hours
ଦେଶରେ ଦୁଇ ଲକ୍ଷ ମୁହାଁ କରୋନା ଗ୍ରାଫ୍‌; ୧୦ ପ୍ରତିଶତ ଟପିଲା ପଜିଟିଭିଟି ରେଟ୍‌

ଦେଶରେ ଆଜି ବି ଦେଢ଼ ଲକ୍ଷ ପାର୍ କରିଛି ଦୈନିକ ସଂକ୍ରମଣ ହାର । ଗତ ୨୪ ଘଣ୍ଟାରେ ୧ ଲକ୍ଷ ୬୮ ହଜାର ୬୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୨୭୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଦେଶରେ ଆକ୍ଟିଭ୍ କେସ୍ ସଂଖ୍ୟା ୮ ଲକ୍ଷ ୨୧ ହଜାର ୪୪୬କୁ ବୃଦ୍ଧି ପାଇଛି ।

Covid19। India Reports 1,68,063 Fresh Cases In Last 24 Hours
ଦେଶରେ କୋଭିଡ୍ ଦେଢ଼ ଲକ୍ଷ ପାର୍

ଅସମ୍ଭାଳ ହେଲାଣି ସ୍ଥିତି। ଦେଶରେ କୋଭିଡ୍ ପଜିଟିଭଙ୍କ ସଂଖ୍ୟା ଦେଢ଼ ଲକ୍ଷ ପାର୍

Coronavirus
ହଠାତ୍‌ ଓଡ଼ିଶାରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା: ଦିନକରେ ଚିହ୍ନଟ ହେଲେ ୭,୦୭୧ ପଜିଟିଭ୍‌

ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୭ ହଜାର ପାର୍‌ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୭,୦୭୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨,୨୨୬ ଜଣ ସଂକ୍ରମିତ ଚିହ୍ନଟ।

Covid test Guidelines
ଲକ୍ଷଣ ନଥିଲେ କୋଭିଡ୍ ଟେଷ୍ଟ କରନି: ICMR

ଗାଇଡଲାଇନ୍‌ରେ କେଉଁମାନେ ଟେଷ୍ଟ କରିବେ, ସେନେଇ ମଧ୍ୟ ସ୍ପଷ୍ଟ ନିର୍ଦ୍ଦେଶ ରହିଛି।

Rajnath Singh
ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ କରୋନା ସଂକ୍ରମିତ

ରାଜନାଥଙ୍କ ଆରୋଗ୍ୟ କାମନା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା। 

Omicron
ରାଜ୍ୟରେ ଆଉ ୨୮ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ୍

ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ନୂଆ ଆକ୍ରାନ୍ତ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS । ଆଜିର ୨୮କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଶହେ ଟପିଛି । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସହ ୧୦୩କୁ ବୃଦ୍ଧି ପାଇଛି ।

omicron
୨୮ ନୂଆ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୧୦୩ କୁ ବୃଦ୍ଧି

ରାଜ୍ୟରେ ଆଉ ୨୮ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ ନୂଆ ଆକ୍ରାନ୍ତ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS । ଆଜିର ୨୮କୁ ମିଶାଇ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତ ଶହେ ଟପିଛି । ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସହ ୧୦୩କୁ ବୃଦ୍ଧି ପାଇଛି ।

Fine on Covid norm violators
କୋଭିଡ୍ ନିୟମ ଭାଙ୍ଗିଲେ ଗଣିବେ ୫୦୦ ଟଙ୍କା ଫାଇନ୍‌

ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ବୃଦ୍ଧି ପାଉଛି। ଯେଉଁମାନେ କୋଭିଡ୍ ନିୟମ ଭାଙ୍ଗିବେ ୫୦୦ ଟଙ୍କା ଜରିମାନା ଗଣିବେ ବୋଲି BMC କହିଛି। 

Odisha Reports 4,829 New Covid Infections, Active Cases Tally Breaches 20K Mark
ରାଜ୍ୟରେ ଆଜି ୪୮୨୯ ପଜିଟିଭ ଚିହ୍ନଟ

ରାଜ୍ୟରେ ଆଜି ୪୮୨୯ ପଜିଟିଭ ଚିହ୍ନଟ । ଜାଣନ୍ତୁ କେଉଁ ଜିଲ୍ଲାରୁ କେତେ ଆକ୍ରାନ୍ତ ଚିହ୍ନଟ ?