• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

bmc 1
ଭାଇରାଲ୍ ଭିଡିଓ ପ୍ରସାରଣ ପରେ ଚିହିଁକି ଉଠିଲା ବିଏମ୍‌ସି

ଭୁବନେଶ୍ୱର: ପଜିଟିଭ୍ କହି ଉଠେଇ ନେଲେ, ପରେ ଭୁଲ୍ ହୋଇଥିବା କହି ଘରକୁ ଛାଡ଼ିଦେଲେ। ଖୋଦ୍ ରାଜଧାନୀ ଭୁବନେଶ୍ୱରରେ କୋଭିଡ୍ ପରିଚାଳନାରେ ସାମ୍ନାକୁ ଆସିଛି ଅବ୍ୟବସ୍ଥାର ଏଭଳି ସାଙ୍ଘାତିକ୍ ଅଭିଯୋଗ। ସ୍ଥାନୀୟ ହରିନଗର ବସ୍ତିର ୪୫ ଜଣ ବାସିନ୍ଦା ସେମାନଙ୍କ ଦୁର୍ଦ୍ଦଶାର ଭିଡିଓ କରି ଏହାକୁ ଭାଇରାଲ୍ କରିବା ପରେ ଦାୟିତ୍ୱସଂପନ୍ନ ଗଣମାଧ୍ୟମ ଭାବେ ଓଟିଭି ସୋସିଆଲ୍ ମିଡିଆ ପ୍ଲାଟ୍‌ଫର୍ମ ଏହାର ପ୍ରସାରଣ କରିଥିଲା। ହେଲେ ଏହା ପରେ ବିଚଳିତ ବିଏମ୍ସି ଲୋକଙ୍କ ଦୁର୍ଦ୍ଦଶାକୁ ପଛ କରି […]

  • Monday, 05 July 2021
corona-test
ଘରୋଇ ହସ୍‌ପିଟାଲକୁ ସ୍ୱାସ୍ଥ୍ୟ ବିଭାଗର ଚିଠି; ଆଣ୍ଟିଜେନ ଓ RT-PCR ଟେଷ୍ଟ ପାଇଁ ଉଚିତ ମୂଲ୍ୟ ନିଅ

ଭୁବନେଶ୍ୱର: ରାପିଡ୍ ଆଣ୍ଟିଜେନ୍ ଓ RT-PCR ଟେଷ୍ଟ ନେଇ ଘରୋଇ ହସ୍ପିଟାଲକୁ ଚିଠି ଲେଖିଛି ସ୍ୱାସ୍ଥ୍ୟ ବିଭାଗ। ଘରୋଇ ଲ୍ୟାବ ଆଣ୍ଟିଜେନ, RT-PCR ଟେଷ୍ଟ କରିପାରିବେ। ତେବେ ଟେଷ୍ଟିଂ ପରେ ରିପୋର୍ଟ ଆଗ କର୍ତ୍ତୃପକ୍ଷଙ୍କୁ ଓ ପରେ ୨୪ ଘଣ୍ଟା ପରେ ସମ୍ପୃକ୍ତ ବ୍ୟକ୍ତିଙ୍କୁ ଜଣାଇବେ ବୋଲି ସ୍ୱାସ୍ଥ୍ୟ ବିଭାଗ ଚିଠିରେ ଦର୍ଶାଇଛି। ରାପିଡ ଆଣ୍ଟିଜେନ ଟେଷ୍ଟ ପାଇଁ ଘରୋଇ ହସ୍‌ପିଟାଲଗୁଡ଼ିକ ଓଡ଼ିଶା କ୍ଲିନିକାଲ ଆକ୍ଟରେ ପଞ୍ଜୀକରଣ କରିବେ। ସଂସ୍ଥାର ଯେଉଁମାନେ ପରୀକ୍ଷା କରିବେ ସେମାନେ ପ୍ରଶିକ୍ଷଣ […]

  • Monday, 05 July 2021
coor
ଆଜି ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

ଭୁବନେଶ୍ୱର: ଆଜି ରାଜ୍ୟରେ ଆଉ ୭୫୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୧୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଗଞ୍ଜାମରୁ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିଭଳି କଟକରୁ ୭୮ ଜଣ କୋଭିଡ୍ ରୋଗୀ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡ଼ରୁ ୫୮, ଗଜପତିରୁ ୪୯, ଭଦ୍ରକରୁ ୩୩ ଜଣ ସୁସ୍ଥ ହୋଇଛନ୍ତି। କେନ୍ଦୁଝରରୁ […]

  • Monday, 05 July 2021
shopinf-mall
ଭୁବନେଶ୍ୱରରେ ସପିଂ ମଲ୍‌ ଖୋଲିବା ନେଇ ବିଏମ୍‌ସିର ଅନୁମତି

ଭୁବନେଶ୍ୱର: ଭୁବନେଶ୍ୱରରେ ସପିଂ ମଲ୍ ଖୋଲିବା ନେଇ ଅନୁମତି ଦେଲା ଭୁବନେଶ୍ୱର ମହାନଗର ନିଗମ(BMC)। ସପିଂ ମଲ୍ ଖୋଲିବା ନେଇ SOP ଜାରି କରିଛି BMC। ତେବେ ମଲ୍ ପରିସରରେ ଫୁଡ କୋର୍ଟ/ଇଟେରୀ ଆଇଟମ ଆଦି ଖୋଲିବନି ବୋଲି ନିର୍ଦ୍ଦେଶ ରହିଛି। ଗେମ୍ ଜୋନ/ପିଲାଙ୍କ ପାଇଁ ଖେଳିବା ଏରିଆ ବି ଖୋଲିପାରିବନି ବୋଲି ଏସ୍‌ଓପିରେ କୁହାଯାଇଛି। କେବଳ ସେତିକି ନୁହେଁ ସପିଂ ମଲ୍ ଭିତରେ ଥିବା ସିନେମା ହଲ/ଫନ୍ ଜୋନ୍ ଆଦି ବି ବନ୍ଦ ରହିବ। ମଲ୍ […]

  • Monday, 05 July 2021
corona death in  odisha
ଜଣେ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସି ୪୧ ଜଣଙ୍କୁ କରୋନା

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ଜଣେ ଆଳୁ ବ୍ୟବସାୟୀଙ୍କ ଅସାବଧାନତା ଯୋଗୁ ୪୧ ଜଣ କରୋନା ସଂକ୍ରମିତ ହୋଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସି ଏମାନେ ସମସ୍ତେ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏମିିତି ଜଣେ ସୁପରସ୍ପ୍ରେଡରଙ୍କ ସମ୍ପର୍କରେ ସୂଚନା ଦେଇ ଭିଡ଼କୁ ନ ଯିବାକୁ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ ଲୋକଙ୍କୁ ପରାମର୍ଶ ଦେଇଛନ୍ତି। ବିଏମ୍‌ସି କମିଶନର ସୂଚନା ଦେଇ କହିଛନ୍ତି, ଦୈନିକ ପରିବା କିଣିବାକୁ ନ ଯାଇ, ୪/୫ ଦିନରେ ଥରେ ପରିବାକୁ କିଣିବାକୁ ଯାଆନ୍ତୁ ଏବଂ […]

  • Monday, 05 July 2021
corona 44
୨୪ ଘଣ୍ଟାରେ ଓଡ଼ିଶାରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୪୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୪୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୮୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୪୫ ରହିଛି। ଗଞ୍ଜାମରୁ ସର୍ବାଧିକ ୩୨୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୪,୯୧୩ରେ ପହଞ୍ଚିଛି।

india
୧୦ ଦିନରେ ବଜାରକୁ ଆସିପାରେ କରୋନା ଭ୍ୟାକ୍ସିନ୍

ମସ୍କୋ: କରୋନା ଭାଇରସ୍‌ର ଟିକା ବା ଭ୍ୟାକ୍ସିନ୍‌ ବାହାର କରିବା ପାଇଁ ସାରା ବିଶ୍ୱ ଲାଗିପଡ଼ିଛି। କିଏ ଆଗ ଟିକା ବାହାର କରିବ ସେନେଇ ଏକ ପ୍ରକାରର ପ୍ରତିଦ୍ୱନ୍ଦ୍ୱିତା ଲାଗି ରହିଛି। ଆମେରିକା ଠାରୁ ଆରମ୍ଭ କରି ବହୁ ଛୋଟ ବଡ଼ ରାଷ୍ଟ୍ର ଟିକା ପ୍ରସ୍ତୁତ କରିବାରେ ଲାଗି ପଡ଼ିଛନ୍ତି। ଇଂଲଣ୍ଡର ଆଷ୍ଟ୍ରା ଜେନେକା ଅକ୍ସଫୋର୍ଡ ୟୁନିଭର୍ସିଟି ହେଉ କିମ୍ବା ଇଣ୍ଡିଆର ଭାରତ ବାୟୋଟେକ୍‌ ସମସ୍ତେ ଭାକ୍ସିନ୍ ପ୍ରସ୍ତୁତରେ ତତ୍ପର। ଏହି ରେସ୍‌‌ରେ କିନ୍ତୁ ଋଷିଆ ଆଗ […]

  • Monday, 05 July 2021
ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୪ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧାରେ ୩, ଯାଜପୁର, କଳାହାଣ୍ଡି ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform the demise of 10 Covid positive patients while under treatment in hospitals. 1. A 73-year […]

  • Monday, 05 July 2021
coronaviryus
ଦିନକରେ ୫୪, ୭୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ; ୮୫୩ ଜଣଙ୍କର ମୃତ୍ୟୁ

ନୂଆଦିଲ୍ଲୀ: ଏବେ କଥା ଆଉ ୩୦ ହଜାର ୪୦ ହଜାରରେ ନାହିଁ, ପ୍ରାୟ ସବୁଦିନ ଦେଶରେ ୫୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଆଜି ବି ଦେଶରେ ଦିନକରେ ୫୪, ୭୩୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ୮୫୩ ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି। ନୂଆ ମୃତ୍ୟୁ ସଂଖ୍ୟାକୁ ମିଶାଇଲେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭ ହଜାର ୩୬୪କୁ ବୃଦ୍ଧି ହୋଇଛି। ଆଜି ଚିହ୍ନଟ ହୋଇଥିବା ନୂଆ ୫୪, ୭୩୬ଜଣ କରୋନା ଆକ୍ରାନ୍ତଙ୍କୁ […]

  • Monday, 05 July 2021
coronaviuruys
ଭିଡିଓରେ ଦୁଃଖ କାହାଣୀ କହିଲେ କରୋନା ସଂକ୍ରମିତ ସାମ୍ବାଦିକ

ଭୁବନେଶ୍ୱର: କରୋନା ଆକ୍ରାନ୍ତ ହୋଇ ଟାଙ୍ଗୀ ଡ୍ରିମସ କୋଭିଡ଼ କେୟାର ସେଣ୍ଟରରେ ଚିକିତ୍ସିତ ହେଉଥିବା କଟକର ଜଣେ ଭିଡିଓ ଜର୍ଣ୍ଣାଲିଷ୍ଟ ସୋସିଆଲ ମିଡିଆରେ ନିଜର ଦୁଃଖ କାହାଣୀ ବର୍ଣ୍ଣନା କରିଛନ୍ତି। କଟକ ସହର ଉପକଣ୍ଠରେ ରହୁଥିବା ତାଙ୍କ ପରିବାର ଲୋକଙ୍କୁ ଗାଁ ଲୋକ ହଇରାଣ କରୁଥିବା ଏବଂ ତାଙ୍କ ପରିବାର ଲୋକଙ୍କୁ ଏକ ପ୍ରକାର ବାସନ୍ଦ କରୁଥିବା ସେ ଅଭିଯୋଗ କରିଛନ୍ତି। ଏହାସହ ରାଜ୍ୟ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବା ପାଇଁ ସେ ନିବେଦନ କରିଛନ୍ତି। ଭିଡିଓ […]

  • Monday, 05 July 2021
minister
କରୋନାରେ ୟୁପି କ୍ୟାବିନେଟ୍‌ ମନ୍ତ୍ରୀ କମଳା ରାଣୀଙ୍କ ପରଲୋକ

ଲକ୍ଷ୍ନୌ: କରୋନାରେ ଉତ୍ତର ପ୍ରଦେଶ କ୍ୟାବିନେଟ୍ ମନ୍ତ୍ରୀ କମଳା ରାଣୀ ବରୁଣଙ୍କ ପରଲୋକ ହୋଇଛି। କମଳା ଜୁଲାଇ ୧୮ରୁ ସଂକ୍ରମିତ ହୋଇ ଲକ୍ଷ୍ନୌ ହସ୍ପିଟାଲରେ ଚିକିତ୍ସାଧୀନ ଥିଲେ। ଆଜି ସକାଳେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ  ହୋଇଥିଲା। କମଳାଙ୍କ ବିୟୋଗରେ ଦୁଃଖ ପ୍ରକାଶ କରିଛନ୍ତି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟ ନାଥ। ଏହି ଘଟଣାରେ ପରେ ଆଜି  ସେ ତାଙ୍କ ଅଯୋଧ୍ୟା ଗସ୍ତକୁ ବାତିଲ କରିଛନ୍ତି। ଅଗଷ୍ଟ […]

  • Monday, 05 July 2021
Capture
ସୁବ ଦେଶ ପାଇଁ କୋ-ୱିନ୍‌ ଆପ୍‌ ଉପଲବ୍ଧ କରିବ ଭାରତ: ପିଏମ୍ ମୋଦି

ନୂଆଦିଲ୍ଲୀ: କରୋନା ମହାମାରୀର ମୁକାବିଲା ଲାଗି ଆମକୁ ପରସ୍ପରଠାରୁ ଶିଖିବାକୁ ପଡିବ । ପରସ୍ପରକୁ ସହାୟତା କରିବାକୁ ପଡିବ । କରୋନା ମୁକାବିଲା ନେଇ କୋଓ୍ୱିନ ବିଶ୍ୱ ସମ୍ମିଳନୀକୁ ସମ୍ବୋଧିତ କରି ଏହା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପ୍ରଧାନମନ୍ତ୍ରୀ…

  • Monday, 05 July 2021
debasis
ବିଜେଡି ନେତା କରୋନା ସୁପର ସ୍ପ୍ରେଡର: ଦେବାଶିଷ ପଟ୍ଟନାୟକ

ଭୁବନେଶ୍ୱର: କରୋନା ମୁକାବିଲା ନେଇ ବିଜେଡିକୁ ସମାଲୋଚନା କରିଛି କଂଗ୍ରେସ। ବିଜେଡି ନେତାଙ୍କୁ ସୁପର ସ୍ପ୍ରେଡର କହି କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ। ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଅଭିଯୋଗ କରିଛନ୍ତି ଯେ, ବିଜେଡି ନେତା ନିୟମ ଭାଙ୍ଗୁଛନ୍ତି। ଆଉ ଏଥିରେ ତଳିଆ ଅଫିସରମାନେ ସହଯୋଗ କରୁଛନ୍ତି। ତଳିଆ କର୍ମଚାରୀ ଜୀବନ ବଞ୍ଚାଇବା ଜାଗାରେ ଚାକିରି ବଞ୍ଚାଉଛନ୍ତି ବୋଲି ଦେବାଶିଷ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବାଙ୍କୀ […]

  • Monday, 05 July 2021
cuttack-coorna
କଟକ ସହରରୁ ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରେ ଆଉ ୫୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୪୭ ହୋମ୍‌ କ୍ୱାରେଣ୍ଟିନ୍‌ ରହିଛି। ୨ ଟି ସରକାରୀ କ୍ୱାରେଣ୍ଟିନ୍‌ ଓ ୬ ଟି ଲୋକାଲ କଣ୍ଟାକ୍ଟ ରହିଛି। ଏମାନଙ୍କୁ ୫୫କୁ ମିଶାଇ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦୪କୁ ବୃଦ୍ଧି ପାଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି କଟକ ମହାନଗର ନିଗମ। କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ:- ମାଲଗୋଦାମ ବେହେରାସାହି କଣ୍ଟେନମେଣ୍ଟରୁ ୨୨ ଆକ୍ରାନ୍ତ ଚିହ୍ନଟ ପୁରୁଣା ରାଉସାପାଟଣାରୁ ୧୧ […]

  • Monday, 05 July 2021
sir
ଗୃହମନ୍ତ୍ରୀ ଅମିତ ଶାହଙ୍କୁ କରୋନା

ନୂଆଦିଲ୍ଲୀ: ଗୃହମନ୍ତ୍ରୀ ଅମିତ ଶାହ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଖୋଦ୍ ଅମିତ ଶାହ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ପ୍ରାରମ୍ଭିକ ଲକ୍ଷଣ ଦେଖା ଯିବା ପରେ ଶାହ ନିଜର ଟେଷ୍ଟ କରାଇଥିଲେ। ପରେ ତାଙ୍କ ରିପୋର୍ଟ ପଜିଟିଭ୍ ଆସିଥିବା ସେ ଟ୍ୱିଟ୍‌ରେ ସୂଚନା ଦେଇଛନ୍ତି। कोरोना के शुरूआती लक्षण दिखने पर मैंने टेस्ट करवाया और रिपोर्ट पॉजिटिव आई है। मेरी तबीयत ठीक है परन्तु डॉक्टर्स की […]

  • Monday, 05 July 2021
mitabh
ସୁସ୍ଥ ହେଲେ ଅମିତାଭ ବଚ୍ଚନ

ମୁମ୍ବାଇ: ବଲିଉଡର ଭେଟେରାନ୍ ଅଭିନେତା ଅମିତାଭ ବଚ୍ଚନ କରୋନାରୁ ସୁସ୍ଥ ହୋଇଛନ୍ତି। ରବିବାର ତାଙ୍କ ତଥା ଅଭିନେତା ଅଭିଷେକ ବଚ୍ଚନ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ଅମିତାଭଙ୍କ ସୁସ୍ଥ ହେବା ଦ୍ୱାରା ତାଙ୍କ ପ୍ରଶଂସକଙ୍କ ମନରେ ଖୁସିର ଲହରି ଖେଳିଯାଇଛି। 🙏🏽 my father, thankfully, has tested negative on his latest Covid-19 test and has been discharged from the hospital. He will now be at home […]

  • Monday, 05 July 2021
ଭୁବନେଶ୍ୱରରୁ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରେ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୯ ଏବଂ ୪୯ ଲୋକାଲ କଣ୍ଟାକ୍ଟ କେସ୍ ରହିଚି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)। କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ:- ଏକ ଘରୋଇ ହସ୍ପିଟାଲରୁ ୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଳାସପଲ୍ଲୀରୁ ୬ ଓ ଜାଗମରାରୁ ୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି  ୩ ପୋଲିସ କର୍ମଚାରୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। Update on […]

  • Monday, 05 July 2021
Banwarilal
ତାମିଲନାଡୁ ରାଜ୍ୟପାଳ କରୋନା ପଜିଟିଭ୍ ଚିହ୍ନଟ

ଚେନ୍ନାଇ: ତାମିଲନାଡୁ ରାଜ୍ୟପାଳ ବନୱାରୀଲାଲ୍‌ ପୁରୋହିତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। କିନ୍ତୁ କରୋନା ସମ୍ପର୍କିତ ତାଙ୍କ ଠାରେ କୌଣସି ଲକ୍ଷଣ ଦେଖାଯାଇ ନାହିଁ। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ହସ୍‌ପିଟାଲ୍ ଦ୍ୱାରା ଜାରି ହୋଇଥିବା ମେଡିକାଲ୍‌ ରିପୋର୍ଟରେ ଦର୍ଶାଯାଇଛି। ରିପୋର୍ଟ ଆସିବା ପୂର୍ବରୁ ବନୱାରୀଲାଲ୍ ଏକ ଘରୋଇ ହସ୍‌ପିଟାଲ୍‌କୁ ଯାଇଥିଲେ। ଗତ ସପ୍ତାହର ତାମିଲନାଡୁ ତାମିଲନାଡୁ ରାଜଭବନରେ ୮୪ କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏମାନେ ସମସ୍ତେ ସିକ୍ୟୁରିଟି ଗାର୍ଡ ଓ ଅଗ୍ନିଶମ କର୍ମଚାରୀ ଥିଲେ। […]

  • Monday, 05 July 2021
amita-saha
ଶାହାଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ବୈଜୟନ୍ତ

ଭୁବନେଶ୍ୱର: କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କରୋନା ସଂକ୍ରମିତ ଜଣାପଡ଼ିବା ପରେ ତାଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ ଓ ବୈଜୟନ୍ତ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟ୍ୱିଟ୍ କରି ଲେଖିଛନ୍ତି ଯେ କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। ଏହା ଜାଣି ମୁଁ ଚିନ୍ତିତ। ତାଙ୍କର ଆଶୁ ଆରୋଗ୍ୟ ଓ ଦୀର୍ଘ ଜୀବନ କାମନା କରୁଛି । Concerned to know about […]

  • Monday, 05 July 2021
bs yediyurappa
କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ବେଙ୍ଗାଲୁରୁ: କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବି.ଏସ୍.ୟେଦ୍ୟୁରପ୍ପା(୭୭)‌ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ନିଜେ ଟ୍ୱିଟ୍ କରି ଏହି ସୂଚନା ଦେଇଛନ୍ତି। ରିପୋର୍ଟ ପଜିଟିଭ୍ ପରେ ତାଙ୍କୁ ମାନିପାଲ୍‌ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ତାଙ୍କ ସହ ସଂସ୍ପର୍ଶରେ ଯେଉଁମାନେ ଆସିଛନ୍ତି, ସେମାନଙ୍କୁ ସେଲ୍‌ଫ୍‌ କ୍ୱାରେଣ୍ଟିନ୍‌ରେ ରହିବାକୁ ସେ ଅନୁରୋଧ କରିଛନ୍ତି। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି, ତେବେ ଡାକ୍ତରଙ୍କ ପରାମର୍ଶ କ୍ରମେ ସେ ହସ୍ପିଟାଲ୍‌ରେ ଭର୍ତ୍ତି ହୋଇଥିବା ୟେଦ୍ୟୁରପ୍ପା‌ କହିଛନ୍ତି। I […]

  • Monday, 05 July 2021
corona
କଟକ ସହରରେ ସାହିକୁ ସାହି ବ୍ୟାପୁଛି କରୋନା, ବଢ଼ିଲା ଚିନ୍ତା

କଟକ: ଏବେ କଟକ ସହରରେ ସାହିକୁ ସାହି ବ୍ୟାପିବାରେ ଲାଗିଛି ମହାମାରୀ କରୋନା। ସହରର ଏକାଧିକ ସାହିରୁ ବାହାରିଛନ୍ତି ଆକ୍ରାନ୍ତ। ସାହିକୁ ସାହି କରୋନା ଆକ୍ରାନ୍ତ ବ୍ୟାପିବା ପରେ ଏବେ ଚିନ୍ତିତ ହୋଇପଡ଼ିଛନ୍ତି କଟକବାସୀ। ଖାଲି ଲକ୍‌ଡାଉନ୍‌ କରାଯାଉଛି, କିନ୍ତୁ ସହରରେ CMC ସେଭଳି ଆଖିଦୃଶିଆ ପଦକ୍ଷେପ ନେଉ ନ ଥିବା ଅଭିଯୋଗ ହୋଇଛି। ଲକ୍‌ଡାଉନ୍‌ ସମୟରେ ନା ସାନିଟାଇଜ ଠିକ୍ ଭାବେ କରାଯାଉଛି, ନା ସ୍ୱାସ୍ଥ୍ୟପରୀକ୍ଷା ଡୋର ଟୁ ଡୋର କରାଯାଉଛି ବୋଲି ଅଭିଯୋଗ କରିଛନ୍ତି […]

  • Monday, 05 July 2021
coronavirus 55
ଓଡ଼ିଶାରେ ୧,୩୮୪ ନୂଆ କରୋନା ପଜିଟିଭ୍‌‌ ଚିହ୍ନଟ, କେବଳ ଗଞ୍ଜାମରୁ ୩୩୧

ଭୁବନେଶ୍ୱର: ଓଡ଼ିଶାରେ ଦିନକରେ ୧,୩୮୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୩୮୪ ଆକ୍ରାନ୍ତଙ୍କ ମଧ୍ୟରୁ ୮୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୧୧ ରହିଛି। ଗଞ୍ଜାମରୁ ସର୍ବାଧିକ ୩୩୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୬ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩୬,୨୯୭ରେ ପହଞ୍ଚିଛି।

corona 33
ଦିନକରେ ଓଡ଼ିଶାରେ ଚିହ୍ନଟ ହେଲେ ୧,୩୮୪ ନୂଆ କରୋନା ପଜିଟିଭ୍‌‌, ଗଲା ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ ରାୟଗଡ଼ା ଜିଲ୍ଲାରୁ ୩ ଜଣ ଲେଖାଏ, ଗଜପତିରୁ ୨, କଳାହାଣ୍ଡି ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଗଞ୍ଜାମରେ କରୋନା ମୃତ୍ୟୁ ସଂଖ୍ୟା ୧୦୬କୁ ବୃଦ୍ଧି ପାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୦୭ରେ ପହଞ୍ଚିଛି। Regret […]

corona
ଦେଶରେ ୧୮ ଲକ୍ଷ ଟପିଲା କରୋନା ରୋଗୀଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ଗୁରୁତର ହେଉଛି କରୋନା ମହାମାରୀ। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୨ ହଜାର ୯୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ସମୟ ମଧ୍ୟରେ ୭୭୧ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮ ଲକ୍ଷ ୩ ହଜାର ୬୯୬ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୫ଲକ୍ଷ ୭୯ ହଜାର ୩୫୭ ଚିକିତ୍ସିତ ହେଉଥିବା ବେଳେ ୧୧ ଲକ୍ଷ ୮୬ ହଜାର ୨୦୩ ଜଣ ସୁସ୍ଥ ହୋଇଛନ୍ତି । ଏନେଇ କେନ୍ଦ୍ର […]

  • Monday, 05 July 2021
Karti P Chidambaram
କଂଗ୍ରେସ ସାଂସଦ କାର୍ତ୍ତି ଚିଦାମ୍ବରମଙ୍କୁ କରୋନା

ନୂଆଦିଲ୍ଲୀ: କଂଗ୍ରେସ ସାଂସଦ ତଥା ପୂର୍ବତନ ଅର୍ଥମନ୍ତ୍ରୀ ପି. ଚିଦାମ୍ବରମଙ୍କ ପୁଅ କାର୍ତ୍ତି ପି. ଚିଦାମ୍ବରମ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ କାର୍ତ୍ତି ଚିଦାମ୍ବରମ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। I have just tested positive for #Covid. My symptoms are mild and as per medical advice I am under home quarantine. I would urge all those who have recently […]

  • Monday, 05 July 2021