• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

plasma
ଆଉ ୨ ହସ୍ପିଟାଲରେ ଖୋଲିଲା ପ୍ଲାଜମା ବ୍ୟାଙ୍କ

ଭୁବନେଶ୍ୱର: ରାଜ୍ୟରେ ଆଉ ଦୁଇଟି ହସ୍ପିଟାଲରେ ଖୋଲିଛି ପ୍ଲାଜମା ବ୍ୟାଙ୍କ। ବ୍ରହ୍ମପୁର MKCG ମେଡିକାଲ୍ ଓ ବୁର୍ଲା ଭିମ୍‌ସାରରେ ପ୍ଲାଜମା ବ୍ୟାଙ୍କ ବ୍ୟବସ୍ଥାକୁ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। MKCG ହସ୍ପିଟାଲରେ ଉଦ୍ଘାଟନୀ ବେଳେ ମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଏବଂ ଭିମସାରରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ ଉପସ୍ଥିତ ଥିଲେ। ପ୍ଲାଜମା ଥେରାପି ଏବେ କରୋନା ଆକ୍ରାନ୍ତଙ୍କ ପାଇଁ ବରଦାନ ସାଜିଛି। ତେଣୁ ଏହାକୁ ରାଜ୍ୟର ଅନ୍ୟ ଅଞ୍ଚଳରେ ପହଞ୍ଚାଇବା ସହ ପ୍ଲାଜମା ଥେରାପିକୁ ଅଧିକରୁ […]

  • Monday, 05 July 2021
malgodown
କରୋନା ହଟସ୍ପଟ୍‌ ପାଲଟିବ କଟକ ମାଲଗୋଦାମ !

କଟକ: ମାଲଗୋଦାମ ଅଞ୍ଚଳରୁ ୧୧୨ ପଜିଟିଭ ଚିହ୍ନଟ। ଚିନ୍ତା ବଢ଼ାଇଲା କଟକ ମାଲଗୋଦାମ ବେହେରାସାହି ଅଞ୍ଚଳ। ମାଲଗୋଦାମ କଣ୍ଟେନମେଣ୍ଟ ଅଞ୍ଚଳରୁ ଆଜି ୧୧୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଜି କଟକରୁ ଚିହ୍ନଟ ୧୪୩ ଆକ୍ରାନ୍ତଙ୍କ ମଧ୍ୟରୁ ମାଲଗୋଦାମରୁ ୧୧୨। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୬୨ ପୁରୁଷ ଏବଂ ୫୦ ମହିଳା ଅଛନ୍ତି। ଗତ କିଛି ଦିନ ହେଲାଣି ସେଠାରୁ ଦୈନିକ ବହୁ ଆକ୍ରାନ୍ତ ମିଳୁଛନ୍ତି। ଏହି ୧୪୩ ଆକ୍ରାନ୍ତଙ୍କ ମଧ୍ୟରେ ୧୧୨ କଣ୍ଟେନ୍‌ମେଣ୍ଟ ଜୋନ୍, ୧୨ ଜଣ […]

  • Monday, 05 July 2021
vimsar
କ୍ୱାରେଣ୍ଟିନ୍‌ରେ ଯିବେ ବୁର୍ଲାର ୭୦ ଡାକ୍ତର

ସମ୍ବଲପୁର: କ୍ୱାରେଣ୍ଟିନରେ ଯିବେ ବୁର୍ଲା ଭୀମସାରର ବିଭିନ୍ନ ବର୍ଗର ୭୦ ଡାକ୍ତର। ମେଡିସିନ୍ ବିଭାଗର ୩୮ ଜଣ ଡାକ୍ତରଙ୍କ ସହ ୭୦ ଜଣ କ୍ୱାରେଣ୍ଟିନରେ ରହିବେ। ଫଳରେ ଗୁରୁବାର ଠାରୁ ୧୨ ତାରିଖ ପର୍ଯ୍ୟନ୍ତ ମେଡିସିନ୍ ବିଭାଗ ଓପିଡି ବନ୍ଦ ରହିବ। ମେଡିସିନ୍ OPDକୁ ଆସୁଥିବା ରୋଗୀ ଜେନେରାଲ OPDରେ ଦେଖାଇବା ଲାଗି ବ୍ୟବସ୍ଥା ହୋଇଛି। ୭୬୫୫୦-୫୧୫୯୮ ଏବଂ ୭୬୫୫୦-୫୧୬୦୧ ନମ୍ବରରେ ଟେଲି ମେଡିସିନ ସୁବିଧା ପାଇପାରିବେ। ଭୀମସାର ନିର୍ଦ୍ଦେଶକ ଲଳିତ କୁମାର ମେହେର ଏହି ସୂଚନା […]

  • Monday, 05 July 2021
malgodown
ପ୍ରତ୍ୟେକ ବୁଧବାର କଟକ ମାଲଗୋଦାମ ବନ୍ଦ

କଟକ: ଏଣିକି ପ୍ରତ୍ୟେକ ବୁଧବାର କଟକ ମାଲଗୋଦାମ ବନ୍ଦ ରହିବ। ମାଲଗୋଦାମ ନିକଟରେ ଥିବା ବେହେରାସାହିରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବାରୁ କଟକ ମହାନଗର ନିଗମ(CMC) ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ୩ଟି ପର୍ଯ୍ୟାୟରେ ମାଲଗୋଦାମ ଖୋଲିବାକୁ CMC ନିଷ୍ପତ୍ତି ନେଇଛି। ଅଣ-ଅତ୍ୟାବଶ୍ୟକ ଦୋକାନ ଗୁଡିକ ସକାଳ ୭ରୁ ୧୦ଟା ଯାଏ ଖୋଲିବ। କିନ୍ତୁ ଅତ୍ୟାବଶ୍ୟକ ଜିନିଷ ବିକ୍ରି କରୁଥିବା ହୋଲ୍‌ସେଲର୍‌ ସକାଳ ୧୦ରୁ ୨ଟା ଯାଏ ଖୋଲିବ। ତେବେ ଅତ୍ୟାବଶ୍ୟକ ଜିନିଷ ବିକ୍ରି କରୁଥିବା ଖୁଚୁରା […]

  • Monday, 05 July 2021
corona
ଓଡ଼ିଶାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ୪୦ ହଜାର ଟପିଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗର ସୂଚନା ଅନୁସାରେ, ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୬୯୯ ଆକ୍ରାନ୍ତଙ୍କ ମଧ୍ୟରୁ ୧୦୭୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୨୬ ରହିଛି। ଗଞ୍ଜାମରୁ ସର୍ବାଧିକ ୨୬୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୦,୭୧୭ରେ ପହଞ୍ଚିଛି।

ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ, ୨୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of ten Covid positive patients while under treatment in hospitals. 1. A […]

corona
ଦିନକରେ ସର୍ବାଧିକ ୯୦୪ କରୋନା ରୋଗୀ ଆଖି ବୁଜିଲେ

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଜନିତ ମୃତ୍ୟୁ ନିଦ ହଜାଇ ଦେଇଛି। ଗତ ୨୪ ଘଣ୍ଟା ସର୍ବାଧିକ ୯୦୪ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ ମୃତ୍ୟୁ  ସଂଖ୍ୟା ୪୦ ହଜାର ପାର୍ କରିଛି । ଆଜି ଦେଶରେ ମୃତ୍ୟୁ ସଂଖ୍ୟା ୪୦ ହଜାର ୬୯୯କୁ ବୃଦ୍ଧି ପାଇଛି । ସେହିପରି ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ରୋଗୀ ସଂଖ୍ୟା ମଧ୍ୟ ରେକର୍ଡ ଭାଙ୍ଗିଛି। ଗୋଟିଏ ଦିନରେ ଚିହ୍ନଟ ହୋଇଛନ୍ତି  ୫୬ ହଜାର ୨୮୨ ଆକ୍ରାନ୍ତ। […]

  • Monday, 05 July 2021
corona22
କରୋନା କବଳରେ ଖୋର୍ଦ୍ଧା ଏସ୍‌ପି

ଖୋର୍ଦ୍ଧା: ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁଙ୍କୁ କରୋନା। ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ଏସ୍‌ପି ସୂଚନା ଦେଇଛନ୍ତି। ଜିଲ୍ଲା ପୋଲିସ୍‌ ମୁଖ୍ୟାଳୟର ଜଣେ ଷ୍ଟାଫ୍ କରୋନା ସଂକ୍ରମିତ ହୋଇଥିଲେ। ଏହାପରେ ଅନ୍ୟମାନଙ୍କ ସ୍ୱାବ୍ ନିଆଯାଇଥିଲା। ସ୍ୱାବ୍ ଟେଷ୍ଟରେ ଖୋର୍ଦ୍ଧା ଏସ୍‌ପିଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଥିଲା। ତାଙ୍କର କୌଣସି କରୋନା ଲକ୍ଷଣ ନ ଥିଲା ବୋଲି ଏସ୍‌ପି ଅଜୟ ପ୍ରତାପ କହିଛନ୍ତି। ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ […]

corona 44
ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ୧୦ କର୍ମଚାରୀଙ୍କ ସ୍ୱାବ୍‌ ରିପୋର୍ଟ ପଜିଟିଭ ଆସିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସଂକ୍ରମିତ ସମସ୍ତ ୧୦ କର୍ମଚାରୀଙ୍କୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉ କି, ବିଭାଗର ଜଣେ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ପରେ ଅନ୍ୟମାନଙ୍କର କରୋନା ଟେଷ୍ଟ ହୋଇଥିଲା। ଆଜି ରିପୋର୍ଟ ଆସିବା ପରେ ୧୦ ଜଣ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା।

  • Monday, 05 July 2021
shutdown 33
୪ ଦିନ ପାଇଁ ସଟ୍‌ଡାଉନ୍‌ ହେବ ଏହି ଜିଲ୍ଲା

ବଲାଙ୍ଗିର: ଅଗଷ୍ଟ ୮ରୁ ୧୧ ତାରିଖ ଯାଏ ବଲାଙ୍ଗିର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଏ ନେଇ ଜିଲ୍ଲାପାଳ ସୂଚନା ଦେଇଛନ୍ତି। ଜିଲ୍ଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି। ସଟ୍‌ଡାଉନ୍ ସମୟରେ ଜିଲ୍ଲା ଭିତରେ ସମସ୍ତ ପରିବହନ କାର୍ଯ୍ୟ ବନ୍ଦ ରହିବ। ଦୋକାନ ବଜାର, ସରକାରୀ, ଘରୋଇ ପ୍ରତିଷ୍ଠାନ ବନ୍ଦ ରହିବ। ତେବେ ମେଡିକାଲ୍‌, ଜଳ ଯୋଗାଣ, ପରିମଳ ଆଦି ଜରୁରୀ ସେବା ଚାଲୁ […]

  • Monday, 05 July 2021
bhubaneswar
ଭୁବନେଶ୍ୱରରୁ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ, ୪୭ ଲୋକାଲ କେସ୍

ଭୁବନେଶ୍ୱର:  ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଉ ୧୧୮ କରୋନା ଆକ୍ରାନ୍ତ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୭୧ କ୍ୱାରେଣ୍ଟିନରେ ଥିବା ବେଳେ ୪୭ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଆଜି ଭୁବନେଶ୍ୱରରେ ଆଉ ୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)। କେଉଁ ଅଞ୍ଚଳରୁ କେତେ:- ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀ କରୋନାରେ ସଂକ୍ରମିତ ହୋଇଛନ୍ତି। ରିଜର୍ଭ ପୋଲିସ କଲୋନିରୁ ୭, ନୟାପଲ୍ଲୀ ନୂଆସାହିରୁ ୬ ଚିହ୍ନଟ […]

  • Monday, 05 July 2021
ctc
କଟକ ଟାଉନ୍‌ରୁ ୬୪ ପଜିଟିଭ ଚିହ୍ନଟ, ବେହେରା ସାହିରୁ ଆଉ ୨୪

କଟକ: କଟକ ମାଲଗୋଦାମ ବେହେରା ସାହିରେ ଥମିବାର ନାଁ ନେଉନି କରୋନା। ଆଜି ମାଲଗୋଦାମ ବେହେରା ସାହିରୁ ଆଉ ୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୪ ଆକ୍ରାନ୍ତଙ୍କ ମଧ୍ୟରେ ୧୭ ପୁରୁଷ, ୭ ଜଣ ମହିଳା ଅଛନ୍ତି। ଗତକାଲି ବେହେରା ସାହିରୁ ୧୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏନେଇ ସିଏମ୍‌ସି ଟ୍ୱିଟ୍‌ କରିଛି। ଆଜି କଟକ ଟାଉନ୍‌ରୁ ମୋଟ୍‌ ୬୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୫୪ କ୍ୱାରେଣ୍ଟାଇନ୍‌ରେ ଥିବା ବେଳେ ୧୦ ଲୋକାଲ କେସ୍‌। […]

  • Monday, 05 July 2021
blanka
ଦିନକରେ ସୁସ୍ଥ ହେଲେ ୧୧୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୧୫୦ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୨୬୮୮୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଲେ। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ୨୯୦, ଖୋର୍ଦ୍ଧାରୁ ୧୯୭, ରାୟଗଡ଼ାରୁ ୧୨୧, ସୁନ୍ଦରଗଡ଼ରୁ ୭୬, ଯାଜପୁରରୁ ୪୭, କୋରାପୁଟରୁ ୪୫, କଟକରୁ ୪୪, ପୁରୀରୁ ୪୦, ନୟାଗଡ଼ରୁ ୩୫ ସୁସ୍ଥ ହୋଇଛନ୍ତି। ସେହିପରି କେନ୍ଦୁଝରରୁ ୩୩, […]

  • Monday, 05 July 2021
ରାଉରକେଲା ସ୍ୱତନ୍ତ୍ର ଜେଲ୍‌ର ୧୭ ଅନ୍ତେବାସୀଙ୍କୁ କରୋନା

ରାଉରକେଲା: ଜେଲ୍‌ରେ କାୟା ବିସ୍ତାର କରୁଛି କରୋନା। ରାଉରକେଲା ସ୍ୱତନ୍ତ୍ର ଜେଲ୍‌ର ୧୭ ଜଣ ଅନ୍ତେବାସୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଯାହା ଜେଲ୍ କର୍ତ୍ତୃପକ୍ଷଙ୍କ ପାଇଁ ଚିନ୍ତାର ବିଷୟ ପାଲଟିଛି। କରୋନା ପଜିଟିଭ୍‌ ବାହାରିଥିବା ସମସ୍ତ ଅନ୍ତେବାସୀଙ୍କୁ ରାଉରକେଲା କୋଭିଡ୍ ହସ୍ପିଟାଲ ସ୍ଥାନାନ୍ତର କରାଯାଇଛି। ଜେଲ୍‌ର ବିଭିନ୍ନ ଓ୍ୱାର୍ଡକୁ ବିଶୋଧନ କରାଯାଉଛି। ସୂଚନାଥାଉ କି, ଗୁରୁବାର ଆଣ୍ଟିଜେନ୍ ଟେଷ୍ଟରେ ସୁନ୍ଦରଗଡ଼ ଜିଲ୍ଲାର ୮୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ଭିତରେ ସ୍ୱତନ୍ତ୍ର […]

  • Monday, 05 July 2021
corona cases
ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଏଥର ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୮୩୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୮୩୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୭୧୫ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୫୫୦ରେ […]

corona 33
ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ, ଭଦ୍ରକ, ସମ୍ବଲପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଗଜପତିରୁ ମଧ୍ୟ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform the demise of twelve #COVID19 positive patients while under […]

corona
ଦେଶରେ କରୋନା ସ୍ଥିତି; ୨୪ ଘଣ୍ଟାରେ ୮୮୬ ମୃତ

ନୂଆଦିଲ୍ଲୀ: କମିବାର ନାଁ ନେଉନି କରୋନା । ଦେଶରେ ଦିନକରେ ୮୮୬ ଜଣ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୧ ହଜାର ୫୮୫କୁ ବୃଦ୍ଧି ପାଇଛି । ସେହିପରି ଦେଶରେ ୨୪ ଘଣ୍ଟାରେ ୬୨, ୫୩୮ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଦେଶରେ ମୋଟ  ଆକ୍ରାନ୍ତଙ୍କ ସଂଖ୍ୟା ୨୦ ଲକ୍ଷ ଟପିଲାଣି। ତେବେ ୬ ଲକ୍ଷରୁ ଅଧିକ ଆକ୍ଟିଭ କେସ୍‌ ଥିବାବେଳେ ୧୩.୭୮ ଲକ୍ଷ […]

  • Monday, 05 July 2021
shutdown
୩ ଦିନ ପାଇଁ ସଟ୍‌ଡାଉନ୍‌ ହେଲା ଏହି ଜିଲ୍ଲା

ନବରଙ୍ଗପୁର: ୩ ଦିନ ପାଇଁ ନବରଙ୍ଗପୁର ଜିଲ୍ଲାକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ଶନିବାର ସକାଳ ୫ଟାରୁ ୧୦ ତାରିଖ ମଧ୍ୟରାତ୍ର ଯାଏ ସଟ୍‌ଡାଉନ୍ ଘୋଷଣା ହୋଇଛି। କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲାପାଳ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଗତ ୨୪ ଘଣ୍ଟାରେ ନବରଙ୍ଗପୁରରୁ ୧୧ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ନବରଙ୍ଗପୁରରେ ବର୍ତ୍ତମାନ ସୁଦ୍ଧା ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୨ରେ ପହଞ୍ଚିଛି। ୨୫୨ଜଣ […]

  • Monday, 05 July 2021
corona-888
କରୋନାରୁ କେବେ ମିଳିବ ମୁକ୍ତି ? ଆସିଲା ଖୁସି ଖବର

ଭୁବେନଶ୍ୱର: କରୋନାକୁ ନେଇ ସାମ୍ନାକୁ ଆସିଲା ଖୁସି ଖବର। କରୋନା ସ୍ଥିତିକୁ ନେଇ ଏମିତି ଏକ ଉତ୍ସାହଜନକ ସୂଚନା ଦେଇଛନ୍ତି ILS ନିର୍ଦ୍ଦେଶକ। ILS ନିର୍ଦ୍ଦେଶକ ଅଜୟ ପରିଡ଼ା ଓଟିଭିକୁ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇ କହିଛନ୍ତି, ସେପ୍ଟେମ୍ବରରେ  କ୍ଲିନ୍‌ ହୋଇପାରେ କରୋନା। ଗଞ୍ଜାମରେ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। ଅନେକ ଜିଲ୍ଲାରେ କରୋନା ସ୍ଥିତି ସ୍ଥିର ରହିଛି। କିଛି ଜାଗାରେ ନିୟନ୍ତ୍ରଣକୁ ମଧ୍ୟ ଆସିଲାଣି କରୋନା। ଶ୍ରୀ ପରିଡ଼ା କହିଛନ୍ତି,  କିଛି ଜିଲ୍ଲାରେ ଅବଶ୍ୟ ଏବେ ବି କେସ୍ […]

  • Monday, 05 July 2021
corona
ସରିଲା ଅପେକ୍ଷା, ସେପ୍ଟେମ୍ବରରେ ଆସିବ କରୋନା ଭ୍ୟାକସିନ୍!

ମସ୍କୋ: କରୋନାଭାଇରସ୍ ଭ୍ୟାକସିନକୁ ନେଇ ସମସ୍ତଙ୍କର ଅପେକ୍ଷା ଶେଷ ହେବାକୁ ଯାଉଛି। ଦୁନିଆର ପ୍ରଥମ କରୋନା ଭ୍ୟାକସିନ୍ ପ୍ରସ୍ତୁତ କରିବା ନେଇ ଦାବି କରିଆସୁଥିବା ରୁଷ୍ ଖୁବଶୀଘ୍ର ବଜାରକୁ ଭ୍ୟାକସିନ୍ ଛାଡ଼ିବାକୁ ଯାଉଛି। ଆସନ୍ତା ସପ୍ତାହରେ ରୁଷ୍ ଦୁନିଆର ପ୍ରଥମ ଆଣ୍ଟି କୋଭିଡ୍ ଭ୍ୟାକସିନର ରେଜିଷ୍ଟ୍ରେସନ୍ କରିବାକୁ ଯୋଜନା କରୁଛି। ରେଜିଷ୍ଟ୍ରେସନ୍ ପରେ ଦେଶରେ କରୋନା ଭ୍ୟାକସିନ୍ ସାଧାରଣ ଲୋକମାନଙ୍କ ଉପରେ ବ୍ୟବହାର କରାଯିବା ନେଇ ଦେଶର ସ୍ୱାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଏହି ଭ୍ୟାକସିନ୍ ଅଗଷ୍ଟ ୧୦ କିମ୍ବା […]

  • Monday, 05 July 2021
coronavirus
କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କଲେ କଂଗ୍ରେସ ସାଂସଦ

ଭୁବନେଶ୍ୱର: କରୋନା ମୃତ୍ୟୁର ଅଡିଟ୍ ପାଇଁ ଦାବି କରିଛନ୍ତି କଂଗ୍ରେସ ସାଂସଦ ସପ୍ତଗିରି ଉଲାକା। ସେ କହିଛନ୍ତି, ଯେଉଁମାନଙ୍କର କରୋନାରେ ମୃତ୍ୟୁ ହୋଇଛି, ତାର ତଥ୍ୟକୁ ସାର୍ବଜନୀନ କରାଯାଉ। ତା ସହିତ ସବୁ କରୋନା ମୃତକଙ୍କ ପରିବାରକୁ ୧୫ ଲକ୍ଷ ଲେଖାଏଁ ଟଙ୍କା ଦିଆଯାଉ ବୋଲି ସେ ଦାବି  କରିଛନ୍ତି। ସେ ଆହୁରି ମଧ୍ୟ ଦାବି କରିଛନ୍ତି ଯେ ଦୂରତାକୁ ଦେଖି ଜୟପୁରରୁ ଭୁବନେଶ୍ୱର ଏୟାର ଆମ୍ବୁଲାନ୍ସ ବ୍ୟବସ୍ଥା କରାଯାଉ। କୋରାପୁଟ SLN ମେଡିକାଲ କଲେଜକୁ କୋଭିଡ୍ […]

  • Monday, 05 July 2021
ticks
ବିଶ୍ୱ ପାଇଁ ସତର୍କ ଘଣ୍ଟି; ଚୀନ୍‌ରେ ମାତୁଛି ଆଉ ଏକ ଭୟଙ୍କର ଭୂତାଣୁ, ଗଲାଣି ୭ ଜୀବନ ୬୦ ଆକ୍ରାନ୍ତ

ବେଜିଂ: ଚୀନ୍‌ରୁ ଆସି ସାରା ବିଶ୍ୱକୁ ବ୍ୟାପିଥିବା କରୋନା ଥମିବାର ନାଁ ନେଉନଥିବା ବେଳେ ଏବେ ପୁଣି ଚୀନ୍‌ରେ ଆଉ ଏକ ନୂଆ ଭାଇରସ୍‌ ବାହାରିଛି। ଏହି ନୂଆ ଭାଇର୍‌ସ ଚୀନ୍‌ରେ ୭ ଜଣଙ୍କର ଜୀବନ ନେଇସାରିଲାଣି। ଏଥିରେ ୬୦ରୁ ଅଧିକ ଆକ୍ରାନ୍ତ ମଧ୍ୟ ହୋଇଛନ୍ତି। ଏହି ଭାଇରସ୍‌ର ନାଁ ହେଲା ‘ଟିକ୍‌ ବର୍ଣ୍ଣ ଭାଇରସ’(TBV)। ଚୀନ୍‌ର ଜିଆଙ୍ଗସୁ ଏବଂ ଅନହୁଇ ଅଞ୍ଚଳରେ ଏହି ଭାଇରସରେ ଲୋକେ ସଂକ୍ରମିତ ହୋଇଥିବା ଦେଖାଯାଇଛି। ଏହି ନୂଆ ଭାଇରସ୍‌ର ଆଭାସ […]

  • Monday, 05 July 2021
coornavirus
ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର; ଭୁବନେଶ୍ୱର ସହରରୁ ଆଉ ୧୦୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୦୧ ମଧ୍ୟରୁ ୫୨ କ୍ୱାରେଣ୍ଟିନ ସେଣ୍ଟରରେ ଚିହ୍ନଟ ହୋଇଥିବା ବେଳେ ୪୯ ଟି ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେ ଟ୍ୱିଟ୍ କରି ସଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ସାଲିଆସାହିରୁ ଆଉ ୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ପଟିଆରୁ ୩ ଏବଂ ଡୁମୁଡୁମାରୁ ଆଉ ୩ ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ବଡ଼ଗଡ଼ରୁ ୨ […]

  • Monday, 05 July 2021
vv
କରୋନା ଲଢ଼େଇରେ ଶିକ୍ଷକଙ୍କ ଅବଦାନକୁ ଭୁଲିଗଲେ କି ସରକାର ?

ଭୁବନେଶ୍ୱର: କରୋନା କବଳରେ ଶିକ୍ଷକଙ୍କ ଜୀବନ ଯାଉଛି। କୋଭିଡ୍ ଲଢ଼େଇର ଆଗରେ ରହି କେବଳ ଗଞ୍ଜାମ ଜିଲ୍ଲାରେ ଏଯାଏଁ ପ୍ରାଣ ହରାଇଲେଣି ୧୧ ଜଣ ଶିକ୍ଷକ। ତେବେ ପରିତାପର ବିଷୟ ସରକାର ଏମାନଙ୍କୁ କୋଭିଡ୍ ଯୋଦ୍ଧାର ମାନ୍ୟତା ଦେଇନାହାନ୍ତି କି ସେମାନଙ୍କ ପରିବାର ଲାଗି ଆର୍ଥିକ ସହାୟତାର ବ୍ୟବସ୍ଥା କରିନାହାନ୍ତି। କରୋନା ଲଢ଼େଇରେ ସାମିଲ ହୋଇ ମୃତ୍ୟୁବରଣ କରୁଥିବା ଶିକ୍ଷକଙ୍କ ପରିବାରକୁ ୫୦ ଲକ୍ଷ କ୍ଷତିପୂରଣ ଦେବାକୁ ଶିକ୍ଷକସଂଘ ଦାବି କରିଥିବା ବେଳେ ଗଞ୍ଜାମ ଜିଲ୍ଲାପାଳ ଯଥାର୍ଥ […]

  • Monday, 05 July 2021