• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

coronavirus
ଆଜି ୬୪ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ; ୮ ଶହ ମୃତ୍ୟୁ

ନୂଆଦିଲ୍ଲୀ: ଏବେ ଆଉ ୫୦ ହଜାର ନୁହେଁ ଏବେ ପ୍ରତିଦିନ ୬୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ସେହିଭଳି ଦିନକୁ ୮ ଶହରୁ ଅଧିକ କରୋନା ରୋଗୀଙ୍କର ମୃତ୍ୟୁ ହେଉଛି। ଆଜି ଗୋଟିଏ ଦିନରେ ୬୪,୩୯୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୮୬୧ ଜଣଙ୍କ ମୃତ୍ୟୁ ହୋଇଛି। ଆଜିର ମୃତ୍ୟୁ ସଂଖ୍ୟାକୁ ମିଶାଇ ଦେଶରେ କରୋନାଜନିତ ମୋଟ ମୃତ୍ୟୁସଂଖ୍ୟା ୪୩ ହଜାର ୩୭୯କୁ ବୃଦ୍ଧି ପାଇଛି। ସେହିଭଳି ଆକ୍ରାନ୍ତଙ୍କ ସଂଖ୍ୟା ୨୧ ଲକ୍ଷ […]

  • Monday, 05 July 2021
ଓଡ଼ିଶାରେ କରୋନା ନେଲା ଆଉ ୧୩ ଜୀବନ, ୨୭୨ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୩ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୬ ଜଣ, କୋରାପୁଟରୁ ୨ଜଣ, ବାଲେଶ୍ୱର, ଭୁବନେଶ୍ୱର, ଖୋର୍ଦ୍ଧା, ବରଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of thirteen Covid positive patients while under treatment in hospitals. 1. A […]

corona 22
ଓଡ଼ିଶାରେ ୧,୭୩୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ଗଞ୍ଜାମକୁ ଟପିଲା ଖୋର୍ଦ୍ଧା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୭୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧,୭୩୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୦୭୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୫୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୩୪୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୫,୯୨୭ରେ […]

corona 99
କଟକ ସହରରେ ୪ ପୋଲିସ୍‌ କର୍ମୀଙ୍କୁ କରୋନା

କଟକ: କଟକ ସହରରେ ୪ ଜଣ ପୋଲିସ୍‌ କର୍ମୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏ ନେଇ କଟକ ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସଦର ଥାନାରୁ ଜଣେ, ବାଦାମବାଡ଼ି ଥାନାରୁ ୨ ଜଣ ଓ ରିଜର୍ଭ ପୋଲିସ୍‌ରୁ ଜଣେ ପୋଲିସ୍‌ କର୍ମୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୭୩୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ କଟକ ଜିଲ୍ଲାରୁ ୧୭୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ […]

  • Monday, 05 July 2021
bijayawada-fire
କୋଭିଡ୍‌ କେୟାର୍ ସେଣ୍ଟର୍‌ରେ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କାର କ୍ଷତିପୂରଣ ଘୋଷଣା

ବିଜୟୱାଡା: ଆନ୍ଧ୍ରପ୍ରଦେଶ ବିଜୱାଡାରେ କୋଭିଡ୍ କେୟାର୍‌ ସେଣ୍ଟର ସାଜିଥିବା ଏକ ହୋଟେଲ୍ ନିଆଁ ଲାଗିବା ଘଟଣାରେ ୧୦ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨୦ରୁ ଅଧିକ ଆହତ ହୋଇଛନ୍ତି। ମୃତକଙ୍କ ପରିବାରକୁ ୫୦ ଲକ୍ଷ ଟଙ୍କା ଲେଖାଏ କ୍ଷତିପୂରଣ  ଘୋଷଣା କରିଛନ୍ତି ଅନ୍ଧ୍ର ସରକାର। ରବିବାର ଏହି ଘୋଷଣା କରିଛନ୍ତି ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ୱାଇଏସ୍ ଜଗନ ମୋହନ ରେଡ୍ଡୀ। ଘଟଣାରେ ଦୁଃଖ ପ୍ରକାଶ କରିବା ସହିତ ଆହତଙ୍କୁ ତୁରନ୍ତ ଉନ୍ନତ ଚିକିତ୍ସା ଯୋଗାଇ ଦେବାକୁ ବିଭାଗୟୀ ଅଧିକାରୀମାନଙ୍କୁ […]

  • Monday, 05 July 2021
sha
କରୋନାରୁ ସୁସ୍ଥ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ନୁଆଦିଲ୍ଲୀ: କରୋନାରୁ ଆରୋଗ୍ୟ ହେଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏନେଇ ଦିଲ୍ଲୀ ବିଜେପି ନେତା ମନୋଜ ତିୱାରୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଅଗଷ୍ଟ ୨ ତାରିଖରେ ଶାହ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିଲେ। ଏହାପରେ ଡାକ୍ତରଙ୍କ ପରାମର୍ଶ କ୍ରମେ ହରିୟାଣା ଗୁରୁଗ୍ରାମର ମେଦାନ୍ତ ହସ୍‌ପିଟାଲ୍‌ରେ ଭର୍ତ୍ତି ହୋଇଥିଲେ। ସେ ଅସୁରକ୍ଷିତ ଶ୍ରେଣୀରେ ଥିଲେ। କିନ୍ତୁ ଆଜି ତାଙ୍କର କରୋନା ରିପୋର୍ଟ ନେଗେଟିଭ୍‌ ଆସିଥିବା ଟ୍ୱିଟ୍ କରି ସୂଚନ ଆଦେଇଛନ୍ତି ମନୋଜ ତିୱାରୀ। ଶାହ କରୋନା […]

  • Monday, 05 July 2021
amit-sha
ଶାହ ସୁସ୍ଥ ବୋଲି କହି ଟ୍ୱିଟ୍ କଲେ ମନୋଜ ତିୱାରୀ, ପରେ ଡିଲିଟ୍ କରିଦେଲେ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ କରୋନା ରିପୋର୍ଟ ନେଗେଟିଭ୍ ଆସିବା ନେଇ ବିଜେପି ନେତା ମନୋଜ ତିୱାରୀ ଟ୍ୱିଟ୍‌ କରି ଜଣାଇବା ପରେ ଶାହ ସୁସ୍ଥ ହୋଇଛନ୍ତି ବୋଲି ଖବର ପ୍ରକାଶ ପାଇଥିଲା। କିନ୍ତୁ ଗୃହମନ୍ତ୍ରାଳୟ ଏହାକୁ ଖଣ୍ଡନ କରିବା ପରେ ମନୋଜ ତାଙ୍କ ଟ୍ୱିଟ୍‌କୁ ଡିଲିଟ୍ କରିଦେଇଛନ୍ତି। ଶାହ ଏବେ ବି କରୋନା ପଜିଟିବ୍‌ ଥିବା ଗୃହମନ୍ତ୍ରାଳୟ କହିଛି। ଖବର ସରବରାହ ସଂସ୍ଥା ଏନ୍‌ଆଇ ଅନୁସାରେ, ଗୃହମନ୍ତ୍ରାଳୟ କହିଛି, ଏପର୍ଯ୍ୟନ୍ତ ଶାହଙ୍କର ଦ୍ୱିତୀୟ ଥର […]

  • Monday, 05 July 2021
aparajita
କୋଭିଡ୍ ପରିଚାଳନାରେ ବଡ଼ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣିଲେ ଅପରାଜିତା

ଭୁବନେଶ୍ୱର: ରାଜ୍ୟରେ କୋଭିଡ୍ ପରିଚାଳନାରେ ଦୁର୍ନୀତି ନେଇ ବଡ଼ ଗନ୍ଧ ବାରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। କୋଭିଡ୍ ଦୁର୍ନୀତିରେ ତାମିଲନାଡୁ ଲିଙ୍କ୍ ରହିଛି ବୋଲି ସେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଅପରାଜିତା। ଚେନ୍ନାଇର ଏକ ଚଷମା ଦୋକାନରୁ ପିପିଇ କିଟ୍ କିଣାଯାଇଛି। କୋଭିଡ୍ ପରିଚାଳନା ଦୁର୍ନୀତି ଓ ଅର୍ଥ ଉପାର୍ଜନ ପାଇଁ ସୁବିଧା ସାଜିଛି। ସେହିପରି ପଞ୍ଜାବ ଓ ହରିୟାଣାର ବିଭିନ୍ନ ଫାର୍ମରୁ ଚଢ଼ା ଦରରେ ମାସ୍କ କିଣା ହୋଇଛି ବୋଲି ଅପରାଜିତା କହିଛନ୍ତି। ରାଜ୍ୟ […]

  • Monday, 05 July 2021
ସୋଦ
ଯୁବକଙ୍କ ମୃତ୍ୟୁ ପରେ ଡାକ୍ତରଙ୍କୁ ମାଡ଼ ମାରିବା ଘଟଣାରେ ୫ ଅଟକ

ବଲାଙ୍ଗିର: ବଲାଙ୍ଗିର କୋଭିଡ ଆଇସୋଲେସନ ସେଣ୍ଟରରେ ଯୁବକଙ୍କ ମୃତ୍ୟୁ ପରେ ଡାକ୍ତରଙ୍କୁ ମାଡ଼ ମାରିବା ଘଟଣାରେ ୫ ଜଣଙ୍କୁ ଅଟକ ରଖି ପଚରାଉଚରା କରୁଛି ଟାଉନ୍ ଥାନା ପୋଲିସ। ସେପଟେ ଆଇସୋଲେସନ୍ ଓ୍ୱାର୍ଡରେ ଡାକ୍ତରଙ୍କୁ ମାଡ଼ ନେଇ ପ୍ରତିବାଦ କରିଛନ୍ତି କୋଭିଡ୍ ଯୋଦ୍ଧା। ପ୍ରତିବାଦ ସ୍ୱାରୂପ କଳାବ୍ୟାଜ୍ ପିନ୍ଧି ଡାକ୍ତରମାନେ ମେଡିକାଲରେ ଡ୍ୟୁଟି କରୁଛନ୍ତି। ଆକ୍ରମଣକାରୀଙ୍କ ବିରୋଧରେ ଏନ୍ଏସ୍ଏ ଲାଗୁ କରିବା ସହିତ ହସପିଟାଲରେ ସଶସ୍ତ୍ର ପୋଲିସ ଫୋର୍ସ ମୁତୟନ କରିବା ପାଇଁ ଦାବି କରିଛନ୍ତି। ଅନ୍ୟପଟେ […]

  • Monday, 05 July 2021
ctc
ଚିନ୍ତା ବଢାଉଛି କଟକର ୩ ଅଞ୍ଚଳ, ଖୋଲିବ ଆଉ ଏକ କୋଭିଡ୍ ହସ୍ପିଟାଲ

କଟକ: କଟକ ସହରରେ କରୋନା ସଂକ୍ରମିତ ଅଧିକ, ଗ୍ରାମାଞ୍ଚଳରେ କମ୍। ବଡ଼ମ୍ବା ନରସିଂହପୁର ଓ ଆଠଗଡ଼, ମାଲଗୋଦାମ ଅଞ୍ଚଳରେ ସଂକ୍ରମଣ ଅଧିକ ରହିଛି। ଜିଲ୍ଲାରେ ଆଉ ଏକ କୋଭିଡ ହସ୍ପିଟାଲ ହେବାକୁ ଯାଉଛି ବୋଲି ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ। କଟକ ଜିଲ୍ଲାରେ କରୋନା ସ୍ଥିତି ନେଇ ପ୍ରେସମିଟ୍‌ରେ କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀ କହିଛନ୍ତି ଯେ ଜିଲ୍ଲାରେ ଏଯାବତ ୩୦୧ ଜଣ କୋଭିଡ ଯୋଦ୍ଧା ସଂକ୍ରମିତ ହୋଇଛନ୍ତି। ସଂକ୍ରମିତ କୋଭିଡ […]

  • Monday, 05 July 2021
city
ରାଜଧାନୀରୁ ୧୬୬ କରୋନା ପଜିଟିଭ ଚିହ୍ନଟ, ୬୮ ଲୋକାଲ କେସ୍

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୧୬୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୬୬ ମଧ୍ୟରୁ କ୍ୱାରେଣ୍ଟିନରୁ ୯୮, ଲୋକାଲ କଣ୍ଟାକ୍ଟ କେସ୍ ୬୮ ରହିଛି। ଏନେଇ ଟ୍ୱିଟ୍ ୟୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। କେଉଁ ଅଞ୍ଚଳରୁ କେତେ:- ସାଲିଆସାହିରୁ ଆଉ ୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗୋଟିଏ କ୍ୱାରେଣ୍ଟିନ କେନ୍ଦ୍ରରୁ ୧୪ ସଂକ୍ରମିତ ଚିହ୍ନଟ ହୋଇଛନ୍ତି, ୟୁନିଟ୍-୯ରୁ ୫ ଓ ଆଇଆର୍‌ସି ଭିଲେଜରୁ ୪, ଗଙ୍ଗନଗର ଓ ରିଜର୍ଭ ପୋଲିସ କଲୋନୀରୁ […]

  • Monday, 05 July 2021
art
ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୫୪୩ ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ କରୋନାରୁ ସୁସ୍ଥ ହେଲେ ୧୫୪୩ ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୩୧,୭୮୪କୁ ବୃଦ୍ଧି ପାଇଛି। ଏନେଇ ଟ୍ୱିଟ୍ ଯୋଗେ ଜଣାଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ୪୦୨ ଓ ଖୋର୍ଦ୍ଧାରୁ ୨୧୦ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ୧୩୧ ଓ କୋରାପୁଟରୁ ୧୨୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଜପତିରୁ ୧୧୧ ଓ ବାଲେଶ୍ୱରରୁ ୮୩, ଯାଜପୁର- ୫୮, ସମ୍ବଲପୁର-୪୯, ମାଲକାନଗିରିରୁ ୪୭, […]

  • Monday, 05 July 2021
cuttack
କଟକ ସହରରୁ ୧୨୨ ପଜିଟିଭ ଚିହ୍ନଟ

କଟକ: ଆଜି କଟକ ମହାନଗର ନିଗମ ଅଞ୍ଚଳରୁ ୧୨୨ ପଜିଟିଭ ଚିହ୍ନଟ। କଣ୍ଟେନମେଣ୍ଟ ଜୋନରୁ ୩୨ ଜଣ ଆକ୍ରାନ୍ତ ଚିହ୍ନଟ।ଇନଷ୍ଟିଚ୍ୟୁସନାଲ କ୍ୱାରେଣ୍ଟିନରୁ ୧୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ହୋମ କ୍ୱାରେଣ୍ଟିନରୁ ୪୮, ଲୋକାଲ କଣ୍ଟାକ୍ଟ କେସ୍ ୩୧ ରହିଛି। କେଉଁ ଅଞ୍ଚଳରୁ କେତେ:- ମାଲଗୋଦାମ ଜଳୁଆ ସାହିରୁ ୨୪, ବେହେରାସାହିରୁ ୮ ଚିହ୍ନଟ ହୋଇଛନ୍ତି। OSAP ଷଷ୍ଠ ବାଟାଲିଅନରୁ ୧୬ ଯବାନ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମାଛୁଆ ବଜାରରୁ ୭, ତେଲେଙ୍ଗା ବଜାରରୁ ୧୦ ଆକ୍ରାନ୍ତ […]

  • Monday, 05 July 2021
record
କରୋନା ମୃତ୍ୟୁ ପଞ୍ଝାରେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା

ଭୁବନେଶ୍ୱର: କରୋନା ମୃତ୍ୟୁହାର କ୍ଷେତ୍ରରେ ଆଗରେ ରହିଛି ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ଗଞ୍ଜାମ। ବିଭିନ୍ନ ରାଜ୍ୟଙ୍କ ସହ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ କରିଥିବା ଆଲୋଚନା ବେଳେ ଏହି ଉଦବେଗଜନକ ତଥ୍ୟ ସାମନାକୁ ଆସିଛି। ଦେଶର ୮ଟି ରାଜ୍ୟର ୧୩ଟି ଜିଲ୍ଲାରେ ମୃତ୍ୟୁହାର ଜାତୀୟ ହାରଠାରୁ ଅଧିକ ରହିଛି। ଏହିସବୁ ଜିଲ୍ଲା ଭିତରେ ରହିଛି ଗଞ୍ଜାମ। ଏପଟେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳ ସମେତ ଖୋର୍ଦ୍ଧା ଜିଲ୍ଲାରେ ଏବେ ହୁହୁ ହୋଇ ମାଡୁଛି କରୋନା। ଏମିତିକି ସଂକ୍ରମଣ କ୍ଷେତ୍ରରେ ଗଞ୍ଜାମକୁ […]

  • Monday, 05 July 2021
coronavirus 11
ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ, ଗଞ୍ଜାମରେ ସର୍ବାଧିକ

ଭୁବନେଶ୍ୱର: ଓଡ଼ିଶାରେ ୧,୫୨୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୧,୫୨୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୪୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୮୦ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୪୭,୪୫୫ରେ ପହଞ୍ଚିଛି।

ଓଡ଼ିଶାରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଓ ନୟାଗଡ଼ରୁ ୩ ଜଣ ଲେଖାଏ, ସୁନ୍ଦରଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। Regret to inform the demise of fourteen #COVID19 positive patients while under […]

pranab mukherjee
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମହାମାରୀ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ପ୍ରଣବ ମୁଖାର୍ଜୀ ନିଜେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଗତ ସପ୍ତାହରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ସେଲ୍ଫ୍‌ ଆଇସୋଲେସନ୍‌‌ରେ ରହିବା ସହ କରୋନା ଟେଷ୍ଟ୍‌ କରାଇବାକୁ ‌ସେ ପରାମର୍ଶ ଦେଇଛନ୍ତି। On a visit to the hospital for a separate procedure, I have tested positive […]

corona 33
୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦୦୭ ଜଣଙ୍କ ମୃତ୍ୟୁ ଘଟିଛି।  ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର ୭୫ ହୋଇଛି । ସେହିପରି ମୃତ୍ୟୁସଂଖ୍ୟା ୪୪ ହଜାର ୩୮୬ ଜଣ ବୋଲି ଜଣାପଡ଼ିଛି । ମୋଟ୍ ସଂକ୍ରମିତଙ୍କ ମଧ୍ୟରୁ ୧୫ ଲକ୍ଷ ୩୫ ହଜାର ୭୪୪ […]

  • Monday, 05 July 2021
nz
ଏହି ଦେଶରେ ୧୦୦ ଦିନ ହେବ ଗୋଟିଏ ବି ପଜିଟିଭ୍ ଚିହ୍ନଟ ହୋଇନି!

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ମହାମାରୀ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିବାରେ ଲାଗିଛି। କିନ୍ତୁ ଏମିତି ଏକ ଦେଶ ଅଛି, ଯେଉଁଠାରେ ଗତ ୧୦୦ ଦିନ ହେବ, କୌଣସି କରୋନା ପଜିଟିଭ୍ ମାମଲା ଚିହ୍ନଟ ହୋଇନାହିଁ। ସେହି ଦେଶ ହେଉଛି ନ୍ୟୁଜିଲ୍ୟାଣ୍ଡ। ଯେଉଁଠାରେ ଗତ ୧୦୦ ଦିନରେ କରୋନାର ଗୋଟିଏ ବି ମାମଲା ସାମ୍ନାକୁ ଆସିନାହିଁ। ତେବେ ନ୍ୟୁଜିଲ୍ୟାଣ୍ଡ ଏମିତି କ’ଣ ବ୍ୟବସ୍ଥା କରିଛି, ଯେଉଁଥିରେ କରୋନା ପୂରା ନିୟନ୍ତ୍ରଣକୁ ଆସିଛି? ନ୍ୟୁଜିଲ୍ୟାଣ୍ଡ୍ ପ୍ରଧାନମନ୍ତ୍ରୀ […]

  • Monday, 05 July 2021
cure
ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୧୨୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୧୨୩୬ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଏଯାବତ୍ ୩୩୦୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୧୮୨, ରାୟଗଡ଼ାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୋଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡ଼ରୁ ୩୪, […]

  • Monday, 05 July 2021
corona 22
ଭୁବନେଶ୍ୱରର ଏହି ସବୁ ହସ୍‌ପିଟାଲରେ ଆଜିଠୁ ହେବ କରୋନା ଟେଷ୍ଟ

ଭୁବନେଶ୍ୱର:  ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ଟେଷ୍ଟକୁ ଆହୁରି ଜୋରଦାର କରାଯିବ । ବିଏମ୍‌ସି ପକ୍ଷରୁ କୋଭିଡ୍ ଟେଷ୍ଟ ବ୍ୟବସ୍ଥାକୁ ଅଧିକ ସମ୍ପ୍ରସାରିତ କରାଯିବା ନେଇ ଯୋଜନା ରଖାଯାଇଛି। ଏନେଇ ଆଜିଠୁ ଭୁବନେଶ୍ୱରର ୯ଟି ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ରରେ କରୋନା ଟେଷ୍ଟ କରିବା ନେଇ ସୂଚନା ଦେଇଛି ବିଏମ୍‌ସି। ଆଜିଠୁ ସହରର ୯ଟି ସହରାଞ୍ଚଳ ହସ୍‌ପିଟାଲରେ ଲୋକେ ଆସି କରୋନା ଟେଷ୍ଟ କରାଇପାରିବେ। ଏହି ସେଣ୍ଟର ଗୁଡ଼ିକ ହେଉଛି ନିଳାଦ୍ରୀ ବିହାର, ୟୁନିଟ୍-୩, ପୋଖରୀପୁଟ୍, ୟୁନିଟ୍-୮, ୟୁନିଟ୍-୯, […]

  • Monday, 05 July 2021
corona-death
ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୫ ହଜାର ଟପିଲା

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ୫୩ ହଜାର ୬୦୧ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଦିନକରେ ୮୭୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ କରୋନାଜନିତ ମୃତ ସଂଖ୍ୟା ୪୫ ହଜାର ୨୫୭କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ। #CoronaVirusUpdates: 📍Total #COVID19 Cases in India (as on August 11, 2020) ▶️28.21% […]

  • Monday, 05 July 2021
coronavirus 55
ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧, ୩୧୪ କରୋନା ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୩୪୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ୨୯ ଜିଲ୍ଲାରୁ ସର୍ବାଧିକ ୧,୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ୧୩୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୩ରହିଛି। ସୋମବାର ରାଜ୍ୟରେ ସର୍ବାଧିକ ରୋଗୀ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବାବେଳେ ତା ପଛରେ ରହିଛି ଖୋର୍ଦ୍ଧା। ଗଞ୍ଜାମରୁ ୨୨୭ ଜଣ […]

  • Monday, 05 July 2021
banpur
ଖୋର୍ଦ୍ଧା ଜିଲ୍ଲାର ଏସବୁ ଅଞ୍ଚଳ ୭୨ ଘଣ୍ଟା ସଟ୍‌ଡାଉନ୍

ଭୁବନେଶ୍ୱର: ଖୋର୍ଦ୍ଧାର କରୋନା ସ୍ଥିତି ଜଟିଳ ଆଡକୁ ଗତି କରୁଛି। ଏପରିକି ଗତକାଲି ପଜିଟିଭ ସଂଖ୍ୟାରେ ଗଂଜାମଠୁ ଟପିଥିଲା ଖୋର୍ଦ୍ଧା। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ୟାପକ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। ଚିଲିକା ଓ ବାଣପୁର ବ୍ଲକ ଏବଂ ବାଲୁଗାଁ ଓ ବାଣପୁର NAC ସମ୍ପୂର୍ଣ୍ଣ ସଟଡାଉନ୍ କରାଯାଇଛି। ଆଜି ସନ୍ଧ୍ୟା ୭ଟାରୁ ୧୪ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସଟଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ସହ ସମସ୍ତ ଦୋକାନ, ବଜାର […]

  • Monday, 05 July 2021
cinbd
ଓଡ଼ିଶାରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଛି। ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ  ସୁନ୍ଦରଗଡ଼, ପୁରୀ, ବାଲେଶ୍ୱର ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।   Regret to […]

  • Monday, 05 July 2021