• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

ଓଡ଼ିଶାରେ କରୋନା ନେଲା ଆଉ ୧୪ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୪ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଖୋର୍ଦ୍ଧା ଓ ନୟାଗଡ଼ରୁ ୩ ଜଣ ଲେଖାଏ, ସୁନ୍ଦରଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। Regret to inform the demise of fourteen #COVID19 positive patients while under […]

pranab mukherjee
ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀଙ୍କୁ କରୋନା

ନୂଆଦିଲ୍ଲୀ: ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ମହାମାରୀ କରୋନା ଭାଇରସ୍‌ରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଟେଷ୍ଟ୍‌ ରିପୋର୍ଟ ପଜିଟିଭ୍‌ ଆସିଥିବା ନେଇ ପ୍ରଣବ ମୁଖାର୍ଜୀ ନିଜେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ଗତ ସପ୍ତାହରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ସେଲ୍ଫ୍‌ ଆଇସୋଲେସନ୍‌‌ରେ ରହିବା ସହ କରୋନା ଟେଷ୍ଟ୍‌ କରାଇବାକୁ ‌ସେ ପରାମର୍ଶ ଦେଇଛନ୍ତି। On a visit to the hospital for a separate procedure, I have tested positive […]

corona 33
୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ୬୨ ହଜାର ୬୪ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ୧୦୦୭ ଜଣଙ୍କ ମୃତ୍ୟୁ ଘଟିଛି।  ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨ ଲକ୍ଷ ୧୫ ହଜାର ୭୫ ହୋଇଛି । ସେହିପରି ମୃତ୍ୟୁସଂଖ୍ୟା ୪୪ ହଜାର ୩୮୬ ଜଣ ବୋଲି ଜଣାପଡ଼ିଛି । ମୋଟ୍ ସଂକ୍ରମିତଙ୍କ ମଧ୍ୟରୁ ୧୫ ଲକ୍ଷ ୩୫ ହଜାର ୭୪୪ […]

  • Monday, 05 July 2021
nz
ଏହି ଦେଶରେ ୧୦୦ ଦିନ ହେବ ଗୋଟିଏ ବି ପଜିଟିଭ୍ ଚିହ୍ନଟ ହୋଇନି!

ନୂଆଦିଲ୍ଲୀ: ଗୋଟିଏ ପଟେ କରୋନା ମହାମାରୀ ସାରା ବିଶ୍ୱରେ ତା’ର କାୟା ବିସ୍ତାର କରିବାରେ ଲାଗିଛି। କିନ୍ତୁ ଏମିତି ଏକ ଦେଶ ଅଛି, ଯେଉଁଠାରେ ଗତ ୧୦୦ ଦିନ ହେବ, କୌଣସି କରୋନା ପଜିଟିଭ୍ ମାମଲା ଚିହ୍ନଟ ହୋଇନାହିଁ। ସେହି ଦେଶ ହେଉଛି ନ୍ୟୁଜିଲ୍ୟାଣ୍ଡ। ଯେଉଁଠାରେ ଗତ ୧୦୦ ଦିନରେ କରୋନାର ଗୋଟିଏ ବି ମାମଲା ସାମ୍ନାକୁ ଆସିନାହିଁ। ତେବେ ନ୍ୟୁଜିଲ୍ୟାଣ୍ଡ ଏମିତି କ’ଣ ବ୍ୟବସ୍ଥା କରିଛି, ଯେଉଁଥିରେ କରୋନା ପୂରା ନିୟନ୍ତ୍ରଣକୁ ଆସିଛି? ନ୍ୟୁଜିଲ୍ୟାଣ୍ଡ୍ ପ୍ରଧାନମନ୍ତ୍ରୀ […]

  • Monday, 05 July 2021
cure
ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୧୨୩୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ସୁସ୍ଥ ହେଲେ ୧୨୩୬ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଏଯାବତ୍ ୩୩୦୨୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୪୬୧ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୧୮୨, ରାୟଗଡ଼ାରୁ ୮୩, କନ୍ଧମାଳରୁ ୭୪, ମାଲକାନଗିରିରୁ ୫୧, ଅନୁଗୋଳରୁ ୩୯, କୋରାପୁଟରୁ ୩୬, ବାଲେଶ୍ୱରରୁ ୩୫, ବରଗଡ଼ରୁ ୩୪, […]

  • Monday, 05 July 2021
corona 22
ଭୁବନେଶ୍ୱରର ଏହି ସବୁ ହସ୍‌ପିଟାଲରେ ଆଜିଠୁ ହେବ କରୋନା ଟେଷ୍ଟ

ଭୁବନେଶ୍ୱର:  ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ଟେଷ୍ଟକୁ ଆହୁରି ଜୋରଦାର କରାଯିବ । ବିଏମ୍‌ସି ପକ୍ଷରୁ କୋଭିଡ୍ ଟେଷ୍ଟ ବ୍ୟବସ୍ଥାକୁ ଅଧିକ ସମ୍ପ୍ରସାରିତ କରାଯିବା ନେଇ ଯୋଜନା ରଖାଯାଇଛି। ଏନେଇ ଆଜିଠୁ ଭୁବନେଶ୍ୱରର ୯ଟି ସହରାଞ୍ଚଳ ସ୍ୱାସ୍ଥ୍ୟକେନ୍ଦ୍ରରେ କରୋନା ଟେଷ୍ଟ କରିବା ନେଇ ସୂଚନା ଦେଇଛି ବିଏମ୍‌ସି। ଆଜିଠୁ ସହରର ୯ଟି ସହରାଞ୍ଚଳ ହସ୍‌ପିଟାଲରେ ଲୋକେ ଆସି କରୋନା ଟେଷ୍ଟ କରାଇପାରିବେ। ଏହି ସେଣ୍ଟର ଗୁଡ଼ିକ ହେଉଛି ନିଳାଦ୍ରୀ ବିହାର, ୟୁନିଟ୍-୩, ପୋଖରୀପୁଟ୍, ୟୁନିଟ୍-୮, ୟୁନିଟ୍-୯, […]

  • Monday, 05 July 2021
corona-death
ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୪୫ ହଜାର ଟପିଲା

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢିଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଦିନକରେ ୫୩ ହଜାର ୬୦୧ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଦିନକରେ ୮୭୧ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ଦେଶରେ କରୋନାଜନିତ ମୃତ ସଂଖ୍ୟା ୪୫ ହଜାର ୨୫୭କୁ ବୃଦ୍ଧି ପାଇଛି। ଏନେଇ ସୂଚନା ଦେଇଛି କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ। #CoronaVirusUpdates: 📍Total #COVID19 Cases in India (as on August 11, 2020) ▶️28.21% […]

  • Monday, 05 July 2021
coronavirus 55
ରାଜ୍ୟରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୧, ୩୧୪ କରୋନା ପଜିଟିଭ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୩୪୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ୨୯ ଜିଲ୍ଲାରୁ ସର୍ବାଧିକ ୧,୩୪୧ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ୧୩୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୮୧୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୫୨୩ରହିଛି। ସୋମବାର ରାଜ୍ୟରେ ସର୍ବାଧିକ ରୋଗୀ ଗଞ୍ଜାମ ଜିଲ୍ଲାରୁ ଚିହ୍ନଟ ହୋଇଥିବାବେଳେ ତା ପଛରେ ରହିଛି ଖୋର୍ଦ୍ଧା। ଗଞ୍ଜାମରୁ ୨୨୭ ଜଣ […]

  • Monday, 05 July 2021
banpur
ଖୋର୍ଦ୍ଧା ଜିଲ୍ଲାର ଏସବୁ ଅଞ୍ଚଳ ୭୨ ଘଣ୍ଟା ସଟ୍‌ଡାଉନ୍

ଭୁବନେଶ୍ୱର: ଖୋର୍ଦ୍ଧାର କରୋନା ସ୍ଥିତି ଜଟିଳ ଆଡକୁ ଗତି କରୁଛି। ଏପରିକି ଗତକାଲି ପଜିଟିଭ ସଂଖ୍ୟାରେ ଗଂଜାମଠୁ ଟପିଥିଲା ଖୋର୍ଦ୍ଧା। ତେବେ ସଂକ୍ରମଣକୁ ଦୃଷ୍ଟିରେ ରଖି ବ୍ୟାପକ ପଦକ୍ଷେପ ନେଇଛି ଜିଲ୍ଲା ପ୍ରଶାସନ। ଚିଲିକା ଓ ବାଣପୁର ବ୍ଲକ ଏବଂ ବାଲୁଗାଁ ଓ ବାଣପୁର NAC ସମ୍ପୂର୍ଣ୍ଣ ସଟଡାଉନ୍ କରାଯାଇଛି। ଆଜି ସନ୍ଧ୍ୟା ୭ଟାରୁ ୧୪ ତାରିଖ ସନ୍ଧ୍ୟା ୭ଟା ପର୍ଯ୍ୟନ୍ତ ସଟଡାଉନ୍ ଘୋଷଣା କରାଯାଇଛି। ଏହି ସମୟରେ ଅତ୍ୟାବଶ୍ୟକୀୟ ସାମଗ୍ରୀ ସହ ସମସ୍ତ ଦୋକାନ, ବଜାର […]

  • Monday, 05 July 2021
cinbd
ଓଡ଼ିଶାରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ରୋଗୀଙ୍କ ମୃତ୍ୟୁ ସଂଖ୍ୟା ୨୯୬ରେ ପହଞ୍ଚିଛି। ଗଞ୍ଜାମ ଓ ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏ କରୋନା ରୋଗୀଙ୍କ ମୃତ୍ୟୁ ହୋଇଥିବା ବେଳେ  ସୁନ୍ଦରଗଡ଼, ପୁରୀ, ବାଲେଶ୍ୱର ଓ ରାୟଗଡ଼ାରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି।   Regret to […]

  • Monday, 05 July 2021
vaxin
ଗୋଟିଏ ଦିନ ପରେ ଲଞ୍ଚ୍‌ ହେବ କରୋନା ଭାକ୍ସିନ୍‌; ପ୍ରଥମେ କିଏ ନେବ ଜାଣନ୍ତି

ନୂଆଦିଲ୍ଲୀ: ଦିନକ ପରେ ଲଞ୍ଚ ହେବ ଦୁନିଆର ପ୍ରଥମ କରୋନା ଭାକ୍ସିନ । ଏହି ଭାକ୍ସିନ ପ୍ରଥମେ ଲଞ୍ଚ କରିବ ଋଷ। ଋଷ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅଗଷ୍ଟ ୧୨ ତାରିଖ ଏହି ଭାକ୍ସିନ ଲଞ୍ଚ କରିବ ବୋଲି ପୂର୍ବରୁ ରେଜିଷ୍ଟ୍ରେସନ କରିଥିଲା। ଯଦି ସବୁକିଛି ଠିକ୍‌ଠାକ୍‌ ରୁହେ ଏବଂ ଭାକ୍ସିନକୁ ରେଗୁଲେଟରୀ ଆପ୍ରୁଭାଲ ମିଳେ ତେବେ ଏହା ହେବ ବିଶ୍ୱର ପ୍ରଥମ କୋଭିଡ-୧୯ ଭାକ୍ସିନ । ବର୍ତ୍ତମାନ ସୁଦ୍ଧା ବିଶ୍ୱର କୌଣସି ଦେଶ ଭାକ୍ସିନ ପ୍ରସ୍ତୁତି କରିବାରେ […]

  • Monday, 05 July 2021
soumya
ସୌମ୍ୟ ପଟ୍ଟନାୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଖଣ୍ଡପଡ଼ା ବିଧାୟକ ସୌମ୍ୟରଂଜନ ପଟ୍ଟନାୟକ  କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ନିଜେ ସୌମ୍ୟରଞ୍ଜନ  ଟ୍ୱିଟ୍ କରି ସୂଚନା ଦେଇଛନ୍ତି।  ସୌମ୍ୟରଞ୍ଜନଙ୍କ ନମୂନା ପରୀକ୍ଷା ପାଇଁ ଯାଇଥିଲା। ଆଜି ରିପୋର୍ଟ  ପଜିଟିଭ ଆସିଥିଥିବା ଜଣାପଡିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବନ୍ଧୁଙ୍କୁ ଡାକ୍ତରୀ ପରାମର୍ଶ ପାଇଁ ପରାମର୍ଶ ଦେଇଛନ୍ତି ସୌମ୍ୟରଞ୍ଜନ।    ମୁଁ ଆଜି କରୋନା ପଜିଟିଭ ହେଇଥିବା କଥା ଜଣା ପଡ଼ିଛି । ମୁଁ ସୁସ୍ଥ ଅଛି । ଗତ ସପ୍ତାହରେ ମୋ ସଂସ୍ପର୍ଶରେ ଆସିଥିବା […]

  • Monday, 05 July 2021
putin
ଆସିଲା ପ୍ରଥମ କରୋନା ଭାକ୍ସିନ; ପୁଟିନ ଝିଅ ନେଲେ ଟିକା

ନୂଆଦିଲ୍ଲୀ: ଆସିଲା ବିଶ୍ୱର ପ୍ରଥମ କରୋନା ଭାକ୍ସିନ। ଏହି ପ୍ରଥମ ଭାକ୍ସିନ ଲଞ୍ଚ କରିଛି ଋଷ। ଋଷ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଅଗଷ୍ଟ ୧୨ ତାରିଖ ଏହି ଭାକ୍ସିନ ଲଞ୍ଚ କରିବ ବୋଲି ପୂର୍ବରୁ ରେଜିଷ୍ଟ୍ରେସନ କରିଥିଲା। ଋଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଝିଅଙ୍କୁ ଏହି ଟିକା ଦିଆଯାଇଛି। ଏ ନେଇ ନିଜେ ରାଷ୍ଟ୍ରପତି ପୁଟିନ ଏକ ସୂଚନା ଦେଇଛନ୍ତି। ତେବେ ସେ ଏହି ଟିକା ନେଇଛନ୍ତି କି ନାହିଁ ସ୍ପଷ୍ଟ କରିନାହାନ୍ତି।  ପୁଟିନ କହିଛନ୍ତି, ମୋ ଝିଅ […]

  • Monday, 05 July 2021
singer
ପ୍ରସିଦ୍ଧ ଲେଖକ ରାହତ ଇନ୍ଦୋରି କରୋନା ପଜିଟିଭ

ନୂଆଦିଲ୍ଲୀ: ପ୍ରସିଦ୍ଧ ଗୀତିକାର ଓ କବି ରାହତ ଇନ୍ଦୋରି କରୋନା ଭାଇରସରେ ଆକ୍ରାନ୍ତ ହୋଇଛନ୍ତି। ଆଜି ସେ ନିଜ ଟ୍ୱିଟ୍‌ରରେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଗତ କାଲି କୋଭଡ -୧୯ର ଲକ୍ଷଣ ଆରମ୍ଭ ହେବାର ମୁଁ ଜାଣିବାକୁ ପାଇଥିଲି। ଏନେଇ ଗତକାଲି ମୁଁ କରୋନା ପରୀକ୍ଷା କରିଥିଲି। ଯାହାର ରିପୋର୍ଟ ପଜିଟିଭ ଆସିଥିଲା। ସେ ଅରୋବିନ୍ଦୋ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏନେଇ  ରାହତ ଇନ୍ଦୋରି ପ୍ରଂଶସକମାନଙ୍କୁ ଅପିଲ୍‌ କରିଛନ୍ତି ଯେ ତାଙ୍କର […]

  • Monday, 05 July 2021
raht-indiri
ପରଲୋକରେ ପ୍ରସିଦ୍ଧ ଲେଖକ ଓ ଗୀତିକାର ରାହତ ଇନ୍ଦୋରୀ

ନୂଆଦିଲ୍ଲୀ:  ପ୍ରସିଦ୍ଧ କବି ଓ ଲିରିସିଷ୍ଟ ରାହତ ଇନ୍ଦୋରିଙ୍କ ପରଲୋକ ହୋଇଛି। ହୃଦଘାତ ଯୋଗୁ ତାଙ୍କର ପରଲୋକ ହୋଇଛି। ସେ ଏହା ପୂର୍ବରୁ କରୋନାରେ ଆକ୍ରାନ୍ତ ହୋଇଥିଲେ। ତାଙ୍କୁ ମଧ୍ୟପ୍ରଦେଶର ଇନ୍ଦୋରରେ ଥିବା ଅରବିନ୍ଦୋ ହସ୍‌ପିଟାଲ୍‌ରେ ଭର୍ତ୍ତି କରାଯାଇଥିଲା। ତେବେ  ଡାକ୍ତରଖାନାରେ ଚିକିତ୍ସା ଚାଲିଥିବା ବେଳେ ହୃଦ୍‌ଘାତରେ ତାଙ୍କର ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ରାହତ ଇନ୍ଦୋରୀ କରୋନା ପଜିଟିଭ୍‌ ହେବା ନେଇ ଆଜି ସେ ନିଜେ ଟ୍ୱିଟ୍ କରି ସୂଚନା […]

  • Monday, 05 July 2021
jail
ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ ଚିହ୍ନଟ

ରାଉରକେଲା: ରାଉରକେଲା ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ। ଚିହ୍ନଟ କରୋନା ସନ୍ଦେହରେ ଜେଲରେ ୬୪ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା। ଟେଷ୍ଟ ନମୁନାରୁ ୪୨ ଅନ୍ତେବାସୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଜେଲରେ ଅନ୍ୟ ୩ ଜଣ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ଜେଲର। କରୋନା ପଜିଟିଭ ଚିହ୍ନଟ ହେବାପରେ ଜେଲ ପରିସରକୁ ସାନିଟାଇଜ କରାଯାଇଛି। ଗତକାଲି ସୁନ୍ଦରଗଡ଼ ଜିଲ୍ଲାର ମୋଟ ୯୧ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ସୂଚନା ମିଳିଛି। କିଛି […]

  • Monday, 05 July 2021
corna
କଟକ ମହାନଗର ଅଞ୍ଚଳରୁ ୭୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ମହାନଗର ଅଞ୍ଚଳରୁ ୭୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୭୩ ଆକ୍ରାନ୍ତଙ୍କ ମଧ୍ୟରୁ କେବଳ ଜାଲୁଆ ସାହିରୁ ଚିହ୍ନଟ ହୋଇଛନ୍ତି ୪୩ ଜଣ ଆକ୍ରାନ୍ତ। ଏହି ୪୩ ଜଣଙ୍କ ମଧ୍ୟରୁ ୨୩ ଜଣ ପୁରୁଷ ଥିବା ବେଳେ ୨୦ ଜଣ ମହିଳା ଅଛନ୍ତି। ଏନେଇ କଟକ ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ସେହିଭଳି ସୁତାହାଟରୁ ୮, ପ୍ରତାପ ନଗରୀରୁ ୨, ବକ୍ସିବଜାରରୁ ୨ ଚିହ୍ନଟ, କାଠଗଡ଼ା ସାହିରୁ ୨, […]

  • Monday, 05 July 2021
covid 1
ଲୋକଙ୍କ ପ୍ରଶ୍ନର ଉତ୍ତର ରଖିବାକୁ କାହିଁକି ଡରୁଛନ୍ତି ରାଜ୍ୟ ସରକାର?

ଭୁବନେଶ୍ୱର: କୋଭିଡ୍ ରୋଗୀଙ୍କ ପାଇଁ ପ୍ରକୃତରେ କେତେ ଟଙ୍କା ଖର୍ଚ୍ଚ କରୁଛନ୍ତି ସରକାର? ନିକଟରେ ବିବାଦୀୟ ହୋଇଥିବା ଭାଇରାଲ ଅଡିଓ ଓ ସୋସିଆଲ୍ ମିଡିଆରେ ବୁଲୁଥିବା ଏପରି ମାଳ ମାଳ ଭିଡିଓ ଓ ଅଡିଓ କ୍ଳିପ୍‌ରେ ଏପରି ପ୍ରଶ୍ନ ଉଠୁଛି। କୋଭିଡ୍ ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ଏମ୍ଓୟୁ କରିଥିବା ଘରୋଇ ହସପିଟାଲମାନଙ୍କୁ କେତେ ଟଙ୍କା ପ୍ରଦାନ କରିଛନ୍ତି? ଏସବୁ ଖର୍ଚ୍ଚ ସଂପର୍କରେ ଶ୍ୱେତପତ୍ର ପ୍ରକାଶ କରିବାକୁ ଦାବି କରିଛନ୍ତି ବିରୋଧୀ। ଲକ୍ଷ୍ମୀକାନ୍ତ-ବିଶ୍ୱଜିତଙ୍କ ଭାଇରାଲ୍ ଅଡିଓକୁ […]

  • Monday, 05 July 2021
coronavirus
କରୋନାରୁ ସୁସ୍ଥ ହେଲେ ୧୭୮୫ ଆକ୍ରାନ୍ତ

ଭୁବନେଶ୍ୱର: କରୋନାରୁ ରାଜ୍ୟର ଆଉ ୧୭୮୫ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେଥିମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୪୦୪ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧା-୨୬୩, କଟକ ଓ ସମ୍ବଲପୁରରୁ ୧୨୬ ଲେଖାଏଁ ସୁସ୍ଥ ହୋଇଛନ୍ତି। ସେହିଭଳି କେନ୍ଦୁଝର-୧୦୧, ମାଲକାନଗିରି-୯୧, କନ୍ଧମାଳରୁ ୮୪ ସୁସ୍ଥ ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ରାୟଗଡ଼ା-୮୧, ଗଜପତି-୮୦, ଢେଙ୍କାନାଳରୁ ୬୦ ସୁସ୍ଥ ହୋଇଥିବା ବେଳେ ମୟୂରଭଞ୍ଜ-୫୦, ଯାଜପୁର-୪୯, କଳାହାଣ୍ଡିରୁ ୪୮ ସୁସ୍ଥ ହୋଇଥିବା ସ୍ୱାସ୍ଥ୍ୟ […]

  • Monday, 05 July 2021
coronavirus updates in odisha
ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଚିହ୍ନଟ ହେଲେ ୧,୮୭୬ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୮୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୧,୮୭୬ ଆକ୍ରାନ୍ତଙ୍କ ମଧ୍ୟରୁ ୧,୧୮୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୬୯୪ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୨୯୭ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

covid19
ଓଡ଼ିଶାରେ ୫୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ୩୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪ଜଣ, ରାୟଗଡ଼ାରୁ୨ଜଣ, ଅନୁଗୁଳ, ବାଲେଶ୍ୱର ଓ ଖୋର୍ଦ୍ଧାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୫ରେ ପହଞ୍ଚିଛି। ଅନ୍ୟପକ୍ଷରେ, ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ୧,୮୭୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ […]

naveen patnaik
ଓଡ଼ିଶାରେ କରୋନା ମୁକାବିଲା: ଫୋକସ୍‌ରେ ଏହି ୪ ଜିଲ୍ଲା‌

ଭୁବନେଶ୍ୱର: କରୋନା ମୁକାବିଲା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମୀକ୍ଷା ବୈଠକ କରିଛନ୍ତି। ୪ ଜିଲ୍ଲାକୁ ଅଧିକ ଫୋକସ୍‌ କରିବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଏହି ୪ ଜିଲ୍ଲା ହେଲା- ଖୋର୍ଦ୍ଧା, ସୁନ୍ଦରଗଡ଼, କଟକ ଓ ଯାଜପୁର। ରୋଗୀଙ୍କ ସମସ୍ତ ପ୍ରକାର ଚିକିତ୍ସା ଖର୍ଚ୍ଚ ସରକାର ବହନ କରୁଛନ୍ତି। ଖାଇବା, ରହିବା, ଔଷଧ, ପରିବହନ ଆଦି ସବୁ ସୁବିଧା ମାଗଣାରେ ମିଳୁଛି। ଓଡ଼ିଶା ଏକମାତ୍ର ରାଜ୍ୟ ଯେଉଁଠି ଧନୀ, ଗରିବ ସମସ୍ତଙ୍କୁ ମାଗଣା ଚିକିତ୍ସା ମିଳୁଛି। ଆମ ପାଇଁ […]

  • Monday, 05 July 2021
coronavirus
ରାଜ୍ୟରେ ଦୈନିକ ୧ ଲକ୍ଷ କରୋନା ଟେଷ୍ଟ କରିବାକୁ ଲକ୍ଷ୍ୟ

ଭୁବନେଶ୍ୱର: ରାଜ୍ୟରେ କରୋନା ପଜିଟିଭ ଚିହ୍ନଟରେ ଖୋର୍ଦ୍ଧା ଜିଲ୍ଲା ଆଗରେ ରହିଛି। ଏହି ସୂଚନା ଦେଇଛନ୍ତି ଆରଏମ୍ଆର୍‌ସି ନିର୍ଦ୍ଦେଶିକା ସଂଘମିତ୍ର ପତି। ରାଜ୍ୟରେ କରୋନା ଟେଷ୍ଟିଂ ସମ୍ପର୍କରେ ସୂଚନା ଦେଇ ସେ କହିଛନ୍ତି, ଏବେ ପ୍ରତିଦିନ ୫୦ ହଜାର ଟେଷ୍ଟ କରାଯିବ। ଗଂଜାମରେ ସେରୋସର୍ଭେ ରିପୋର୍ଟ ସରକାରଙ୍କୁ ଦିଆଯାଇଛି। ଗଂଜାମରେ ସଂକ୍ରମଣ ନିୟନ୍ତ୍ରଣରେ ଅଛି। ରାଜ୍ୟରେ ଅଧିକ ଟେଷ୍ଟିଂ କରାଯାଉଥିବାବେଳେ କମ ପଜିଟିଭ ଆସୁଛି, ଯାହା ରାଜ୍ୟ ପାଇଁ ଭଲ ସୂଚନା ବୋଲି ସେ ସୂଚନା ଦେଇଛନ୍ତି। […]

  • Monday, 05 July 2021
rorkela
୪ ଜିଲ୍ଲା ଓ ରାଉରକେଲା ସହରରେ ସଟ୍‌ଡାଉନ କଟକଣା କୋହଳ

ଭୁବନେଶ୍ୱର: ସ୍ୱାଧୀନତା ଦିବସ ପାଇଁ ୪ ଜିଲ୍ଲା ଓ ରାଉରକେଲା ସହରରେ ସଟ୍‌ଡାଉନ କଟକଣାକୁ କିଛି ଘଣ୍ଟା ପାଇଁ କୋହଳ କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଲା-  ଗଂଜାମ, ଖୋର୍ଦ୍ଧା, ଗଜପତି ଓ କଟକ। ଏହି ସହର ଓ ସହରଗୁଡ଼ିକରେ ଅଗଷ୍ଟ ୧୫ ତାରିଖ ଦିନ କିଛି ଘଣ୍ଟା କୋହଳ ରହିବ ସପ୍ତାହାନ୍ତ ସଟ୍‌ଡାଉନ। ନିଜ ଅଞ୍ଚଳରେ ପତାକା ଉତ୍ତୋଳନ ପାଇଁ ୧୫ ତାରିଖ ଦିନ ୧୧ଟା ପର୍ଯ୍ୟନ୍ତ କଟକଣା କୋହଳ କରାଯାଇଛି। ସର୍ତ୍ତମୂଳକ ଭାବେ ପତାକା ଉତ୍ତୋଳନ […]

  • Monday, 05 July 2021