• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

lav-agarawal
କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟର ଯୁଗ୍ମ ସଚିବଙ୍କୁ କରୋନା

ନୂଆଦିଲ୍ଲୀ: କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟର ଯୁଗ୍ମ ସଚିବ ଲବ ଅଗରୱାଲ କରୋନାରେ ସଂକ୍ରମିତ ହୋଇଛନ୍ତି। ଏ ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। ଟ୍ୱିଟ୍‌ରେ ସେ ଲେଖିଛନ୍ତି “ ଆପଣମାନେ ସମସ୍ତଙ୍କୁ ଜଣାଇ ଦେବାକୁ ଚାହୁଁଛି ଯେ ମୁଁ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଆଉ ଗାଇଡ୍‌ଲାଇନ୍‌ ଅନୁସାରେ ପ୍ରାଥମିକ ପଦକ୍ଷେପ ନେଇ ହୋଇମ୍ ଆଇସୋଲେସନ୍‌ରେ ରହିଛି। ମୋର ସମସ୍ତ ବନ୍ଧୁ ଓ ସହକର୍ମୀଙ୍କୁ ସତର୍କ ରହିବାକୁ ଅନୁରୋଧ କରୁଛି। […]

  • Monday, 05 July 2021
robot
ରୋବଟ୍ ତିଆରି କଲେ ଢେଙ୍କାନାଳର ଯୁକ୍ତ ଦୁଇ ଛାତ୍ର

କାମାକ୍ଷାନଗର: କୋଭିଡ ମହାମାରୀ ସମୟରେ ସ୍କୁଲ, କଲେଜ ବନ୍ଦ ରହିଛି। ଏଭଳି ସମୟରେ ଘରେ ବସି ନରହି ଜଣେ ଯୁକ୍ତ ଦୁଇ ଛାତ୍ର ତିଆରି କରିପାରିଛନ୍ତି ଏକ ରୋବଟ୍, ଯାହାର ନାମ ସେ ରଖିଛନ୍ତି କୋଭିଡ ହେକ୍ସା ବିଟ୍ ରୋବଟ୍। ରୋବଟ୍‌କୁ ତିଆରି କରିଛନ୍ତି ଢେଙ୍କାନାଳ କାମାକ୍ଷାନଗର ମଢିସାହିର ବାସୁଦେବ ଓଝାଙ୍କ ପୁଅ ଦ୍ୱିତୀକୃଷ୍ଣ। ଇଚ୍ଛା ଥିଲେ ଉପାୟ ଆପେ ଆପେ ଆସିଯାଏ। ନିଜର ଦୃଢ଼ ମନୋବଳ ସହ କିଛି ନୂଆ କରିବାର ଇଚ୍ଛା ମଣିଷକୁ ସଫଳତାର […]

  • Monday, 05 July 2021
bhubanesar
ଭୁବନେଶ୍ୱରରୁ ୨୭୭ କରୋନା ଆକ୍ରାନ୍ତ ଚିହ୍ନଟ, ୯୬ ଲୋକାଲ କେସ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୨୭୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୭୭ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୮୧, ଲୋକାଲ୍ କେସ୍ ୯୬ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)। କେଉଁ ଅଞ୍ଚଳରୁ କେତେ:- IRC ଭିଲେଜ ଓ ସାମନ୍ତରାପୁରରୁ ୮ ଲେଖାଏଁ, ନୀଳାଦ୍ରି ବିହାର ଓ ଭିଏସ୍ଏସ୍ ନଗର ତାରିଣୀ ବସ୍ତିରୁ ୬ ଲେଖାଏଁ ଚିହ୍ନଟ ହୋଇଛନ୍ତି। ଆଚାର୍ଯ୍ୟ ବିହାରର ଏକ ସରକାରୀ ଅଫିସର ୬ ଜଣ ଷ୍ଟାଫ୍ ଆକ୍ରାନ୍ତ […]

  • Monday, 05 July 2021
mask
ଦିନକରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ୧୫୨୧ କରୋନା ଆକ୍ରାନ୍ତ। ରାଜ୍ୟରେ ଏବେସୁଦ୍ଧା କରୋନାରୁ  ୪୦,୭୨୬ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୨୭୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୨୩୧, କଟକରୁ ୧୬୬, ରାୟଗଡ଼ାରୁ ୯୩, ସୁନ୍ଦରଗଡ଼ରୁ ୮୯, ପୁରୀରୁ ୮୦, କଳାହାଣ୍ଡିରୁ ୭୭, ବାଲେଶ୍ୱର- ୬୧, ନୟାଗଡ଼ରୁ ୫୬, ଗଜପତି ଓ ସମ୍ବଲପୁରରୁ ୫୪ […]

  • Monday, 05 July 2021
justice indrajeet mohanty
ରାଜସ୍ଥାନ ହାଇକୋର୍ଟ ମୁଖ୍ୟ ବିଚାରପତିଙ୍କୁ କରୋନା

ଜୟପୁର: ରାଜସ୍ଥାନ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ୍‌ ଇନ୍ଦ୍ରଜିତ୍‌ ମହାନ୍ତି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଟ୍ୱିଟ୍ କରି ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟ୍‌ ଜଷ୍ଟିସ୍‌ ଇନ୍ଦ୍ରଜିତ୍‌ ମହାନ୍ତିଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି। ଗତକାଲି ସ୍ୱାଧୀନତା ଦିବସ ଅବସରରେ କୋର୍ଟ ପରିସରରେ ଆୟୋଜିତ ଉତ୍ସବରେ ଜଷ୍ଟିସ୍‌ ଇନ୍ଦ୍ରଜିତ୍‌ ମହାନ୍ତି(୫୯) ଯୋଗ ଦେଇଥିଲେ। ଏହି ଉତ୍ସବରେ ପ୍ରମୁଖ ବ୍ୟକ୍ତିମାନେ ମଧ୍ୟ ଉପସ୍ଥିତ ଥିଲେ। ବିଚାରପତି, ଜୁଡିସିଆଲ୍‌ ଅଫିସର ଓ ପାଖାପାଖି ୧୦୦ଜଣ ଆଇନଜୀବୀ ଏହି ଉତ୍ସବରେ ଉପସ୍ଥିତ ଥିଲେ। […]

  • Monday, 05 July 2021
corona
୨୪ ଘଣ୍ଟାରେ ଓଡ଼ିଶାରେ ସର୍ବାଧିକ ୨,୯୨୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୨,୯୨୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।  ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ୨,୯୨୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୦୯ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୪୮୮ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

corona 44
ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୦ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଭୁବନେଶ୍ୱର ଓ ଗଞ୍ଜାମରୁ ୨ଜଣ ଲେଖାଏ, ଭଦ୍ରକ, ବଲାଙ୍ଗିର, କଟକ,ଯାଜପୁର, କନ୍ଧମାଳ ଓ ସୋନପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   Regret to inform the demise of Ten #COVID19 positive patients while under treatment in hospitals. 1. […]

corona-cas
୨୪ ଘଣ୍ଟାରେ ଦେଶରେ ୬୩,୪୮୯ କରୋନା ପଜିଟିଭ୍‌ ଚିହ୍ନଟ; ୯୪୪ ମୃତ୍ୟୁ

ନୂଆଦିଲ୍ଲୀ: ଗତ ୨୪ ଘଣ୍ଟାରେ ଦେଶରେ ୬୩,୪୮୯ କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ବେଳେ ୯୪୪ ଜଣଙ୍କର ମୃତ୍ୟୁ ହୋଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରବିବାର ସୁଦ୍ଧା ଦେଶର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୫.୮୯,୬୮୨ ରେ ପହଞ୍ଚିଛି। ସେହିଭଳି ମୃତ୍ୟୁ ସଂଖ୍ୟା ଏପର୍ଯ୍ୟନ୍ତ ୪୯ ହଜାର ୯୮୦ରେ ପହଞ୍ଚିଛି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଦେଶରେ ବର୍ତ୍ତମାନ ସୁଦ୍ଧା ୬,୭୭,୪୪୪ ଟି କରୋନା ଆକ୍ଟିଭ୍‌ କେସ୍‌ ରହିଛି, ଓ […]

  • Monday, 05 July 2021
bmc
ଭୁବନେଶ୍ୱରରୁ ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ, ୭୮ ଲୋକାଲ୍ କେସ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରୁ ଆଜି ୧୭୦ କରୋନା ଆକ୍ରାନ୍ତ ଚିହ୍ନଟ। ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୯୨ କ୍ୱାରେଣ୍ଟିନରୁ, ୭୮ ଲୋକାଲ୍ କେସ୍ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(BMC)। କେଉଁ ଅଞ୍ଚଳରୁ କେତେ:- ନୀଳାଦ୍ରି ବିହାରରୁ ୧୦, ପଟିଆରୁ ୬ ପଜିଟିଭ୍ ଚିହ୍ନଟ। ପଟିଆ ଶିଖରଚଣ୍ଡୀ ବିହାରରୁ ୫, ବୁଦ୍ଧେଶ୍ୱରୀ କଲୋନୀରୁ ୪ ଚିହ୍ନଟ ହୋଇଛନ୍ତି। ସେହିପରି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୧୮୪ ସୁସ୍ଥ ହୋଇଛନ୍ତି। ଏଯାବତ୍ ଭୁବନେଶ୍ୱର ମହାନଗର […]

  • Monday, 05 July 2021
cuttack
'କରୋନାରେ ଅଧିକ ସଂକ୍ରମିତ ଯୁବବର୍ଗ'

କଟକ: କଟକରେ କରୋନାରେ ଅଧିକ ସଂକ୍ରମିତ ହେଉଛନ୍ତି ଯୁବବର୍ଗ। ନିଜେ ସଂକ୍ରମିତ ହେବା ଦ୍ୱାରା ଘରେ ଥିବା ବୟସ୍କ ଲୋକଙ୍କ ପାଇଁ ବିପଦ ସୃଷ୍ଟି କରିଛି। ଏନେଇ ସତର୍କତା ଜରୁରୀ ବୋଲି କହିଛନ୍ତି ସିଏମ୍‌ସି କମିଶନର ଅନନ୍ୟା ଦାସ। କଟକରେ କରୋନା ସ୍ଥିତି ନେଇ CMC କମିଶନର ଅନନ୍ୟା ଦାସ କହିଛନ୍ତି ଯେ କଟକରେ ଯୁବବର୍ଗ ଅଧିକ ଆକ୍ରାନ୍ତ ହେଉଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୨୧ରୁ ୪୦ ବର୍ଷ ବୟସର ବ୍ୟକ୍ତିଙ୍କ ସଂଖ୍ୟା ଅଧିକ ରହିଛି। କାମ ପାଇଁ […]

  • Monday, 05 July 2021
cure2
ଦିନକରେ ସୁସ୍ଥ ହେଲେ ୧୫୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନା ସଂକ୍ରମଣରୁ ୧୫୫୦ ଜଣ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଏବେସୁଦ୍ଧା ୪୨ ହଜାର ୨୭୬ ଆକ୍ରାନ୍ତ ସୁସ୍ଥ ହେଲେଣି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ସର୍ବାଧିକ ୩୫୫, ଖୋର୍ଦ୍ଧାରୁ ୨୪୧ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼- ୧୧୮, କଟକ- ୯୯, ସମ୍ବଲପୁରରୁ ୮୯, ଢେଙ୍କାନାଳ- ୭୨, ମାଲକାନଗିରି- ୬୪, ବାଲେଶ୍ୱରର- ୬୩, କନ୍ଧମାଳ- ୬୨, […]

  • Monday, 05 July 2021
cmc
କଟକ ସହରରୁ ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: କଟକ ସହରରୁ ଆଜି ୧୧୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୧୯ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୮୨, ଲୋକାଲ୍ କଣ୍ଟାକ୍ଟ ୩୭ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି କଟକ ମହାନଗର ନିଗମ। କଟକ ଜିଲ୍ଲାରୁ ୧୮୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ମଧ୍ୟରୁ କେବଳ କଟକରେ ଆକ୍ରାନ୍ତଙ୍କ ସଂଖ୍ୟା ରହିଛି ୧୧୯। ନିମସାହିରୁ ୨୫, ସୂତାହାଟରୁ ୬, ରାଣୀହାଟରୁ ୬, ମଙ୍ଗଳାବାଗରୁ ୮, ବାମ୍ଫିସାହିରୁ ୪ ଓ ପ୍ରଫେସରପଡ଼ାରୁ ୪ […]

  • Monday, 05 July 2021
corona-test
ଦୁଇ ଦିନରେ ହେଲାଣି ଲକ୍ଷେରୁ ଅଧିକ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଦୁଇ ଦିନରେ ଲକ୍ଷେରୁ ଅଧିକ କରୋନା ଟେଷ୍ଟ ହୋଇଛି। ଖୁବଶୀଘ୍ର ରାଜ୍ୟରେ ୧୦ ଲକ୍ଷ ଅତିକ୍ରମ କରିବ କରୋନା ଟେଷ୍ଟ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ସରକାର। କରୋନା ସ୍ଥିତିକୁ ନେଇ ସରକାର ସୂଚନା ଦେଇଛନ୍ତି ଯେ ରାଜ୍ୟରେ ଦୁଇ ଦିନରେ ଲକ୍ଷେରୁ ଅଧିକ କରୋନା ଟେଷ୍ଟ କରାଯାଇଛି। ଖୁବଶୀଘ୍ର ରାଜ୍ୟରେ କରୋନା ଟେଷ୍ଟ ୧୦ ଲକ୍ଷ ଅତିକ୍ରମ କରିବ। ସେହିପରି ଦୁଇ ଦିନରେ ଗଞ୍ଜାମରେ ସର୍ବାଧିକ ୧୪ ହଜାର ୯୫୩ ଟେଷ୍ଟ କରାଯାଇଛି। […]

  • Monday, 05 July 2021
corona test
Corona Updates In Odisha:ଓଡ଼ିଶାରେ କରୋନା ସ୍ଥିତିକୁ ନେଇ ଆସିଲା ଭଲ ଖବର

ଭୁବନେଶ୍ୱର: ଓଡ଼ିଶାରେ ବଢ଼ିଛି କରୋନା ଟେଷ୍ଟ୍‌, ହେଲେ କମିଛି ସଂକ୍ରମଣ ସଂଖ୍ୟା। ଟେଷ୍ଟ ସଂଖ୍ୟା ବଢ଼ିଥିବା ବେଳେ ସେହି ଅନୁପାତରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ନାହାନ୍ତି। ‌ଆଜି ଏ ନେଇ ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର। ଗତ ତିନି ଦିନ ଧରି ରାଜ୍ୟରେ ୫୦ ହଜାରରୁ ଅଧିକ ଟେଷ୍ଟ କରାଯାଇଛି। ହେଲେ ଆକ୍ରାନ୍ତଙ୍କ ପ୍ରତିଶତ ପୂର୍ବ ଅପେକ୍ଷା ବଢ଼ି ନାହିଁ। ଗତ ୨୪ ଘଣ୍ଟାରେ ୫୦ ହଜାର ୪୨୧ […]

corona updates odisha
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୨,୨୪୪ ନୂଆ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ୨,୨୪୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ୨,୨୪୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୩୯୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୮୫୪ରହିଛି।  ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୩୧୧ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

୨୪ ଘଣ୍ଟାରେ ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ୪ ଓ ସୁନ୍ଦରଗଡ଼, ପୁରୀ, ରାୟଗଡ଼ା ଗଞ୍ଜାମ, କଟକ ଓ ବରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୫୩ରେ ପହଞ୍ଚିଛି।

01-corona
ଦେଶରେ କରୋନା ସ୍ଥିତି; ୨୪ ଘଣ୍ଟାରେ ଆଖି ବୁଜିଲେ ୯୪୧ ଆକ୍ରାନ୍ତ

ନୂଆଦିଲ୍ଲୀ: କରୋନ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ଦିନକୁ ଦିନ ବଢି ବଢି ଚାଲିଛି। ଆଜି ସୁଦ୍ଧା ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ହଜାର ପାର୍ କରିଛି।   ୨୪ ଘଣ୍ଟାରେ ୯୪୧ଆକ୍ରନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ମୃତ୍ୟୁ ସଂଖ୍ୟା ୫୦ ହଜାର ୯୨୧କୁ ବୃଦ୍ଧି ପାଇଛି। ସେହିଭଳି ୫୭ ହଜାର ୯୮୨ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ୍ ସଂଖ୍ୟା ୨୬ ଲକ୍ଷ ୪୭ ହଜାର ୬୬୪କୁ ବୃଦ୍ଧି ପାଇଛି। ଏବେ ୬ ଲକ୍ଷ […]

  • Monday, 05 July 2021
ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା

ଭୁବନେଶ୍ୱର: ଗ୍ରାମ୍ୟ ଉନ୍ନୟନ ମନ୍ତ୍ରୀ ସୁଶାନ୍ତ ସିଂହଙ୍କୁ କରୋନା। କରୋନା ଆକ୍ରାନ୍ତ ନେଇ ଟ୍ୱିଟ୍ ଯୋଗେ ମନ୍ତ୍ରୀ ନିଜେ ଏହି ସୂଚନା ଦେଇଛନ୍ତି। ଟ୍ୱିଟ୍ କରି ସେ କହିଛନ୍ତି, ‘ମୁଁ କରୋନା ପଜିଟିଭ ଚିହ୍ନଟ ହୋଇଛି, ବର୍ତ୍ତମାନ ମୁଁ ସୁସ୍ଥ ଅଛି। ନିକଟରେ ଯେଉଁମାନେ ମୋ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଅନୁରୋଧ, ସେମାନେ ଆଇସୋଲେସନରେ ରହି କରୋନା ଟେଷ୍ଟ କରାଇ ନିଅନ୍ତୁ’।

ils
କରୋନା ସଂକ୍ରମଣ କମିବାର ରାଜ୍ '୩-ଟି'

ଭୁବନେଶ୍ୱର: ରାଜ୍ୟରେ ଟେଷ୍ଟ ସଂଖ୍ୟା ବଢ଼ିଛି ହେଲେ ଆକ୍ରାଙ୍କ ସଂଖ୍ୟା କମ୍ ରହିଛି, ଯାହା ଏକ ଆଶ୍ୱସ୍ତିକର ଖବର। ଆଜି ଏପରି କିଛି ପ୍ରତିକ୍ରିୟା ରଖିଛନ୍ତି  ILS ନିର୍ଦ୍ଦେଶକ ଅଜୟ ପରିଡ଼ା। ଏବେ ରାଜ୍ୟ ସରକାର ତିନିଟି T ଦ୍ୱାରା କରୋନା ମୁକାବିଲା କରୁଛନ୍ତି। Testing, Tracing ଏବଂ treatment। ଏହି ପ୍ରକ୍ରିୟାରେ ଅଧିକରୁ ଅଧିକ ଟେଷ୍ଟ ହେଲେ ସଂକ୍ରମଣ କମୁଥିବା ନଜରକୁ ଆସିଛି। ଆକ୍ରାନ୍ତଙ୍କ ସଂଖ୍ୟା ଓ ମୃତ୍ୟୁ ହାର କମ ରହିଛି। ଅନ୍ୟ ରାଜ୍ୟ […]

  • Sunday, 04 July 2021
bhubaneswar
ଭୁବନେଶ୍ୱରରୁ ୧୯୮ କରୋନା ଆକ୍ରାନ୍ତ ଚିହ୍ନଟ, ୯୪ ଲୋକାଲ କେସ୍

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଜି ଆଉ ୧୯୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନରୁ ୧୦୪ ଏବଂ ୯୪ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେସ୍ୱର ମହାନଗର ନିଗମ(BMC)। କେଉଁ ଅଞ୍ଚଳରୁ କେତେ:- ଏକ ସିକ୍ୟୁରିଟି ଏଜେନ୍ସିର ୭ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଚିନ୍ତାମଣିଶ୍ୱରରୁ ୬, ସାଲିଆସାହିରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୪ ପୋଲିସ କର୍ମଚାରୀ, ଝାରପଡ଼ାରୁ ୩, ୟୁନିଟ-୧ ତାଟିବସ୍ତିରୁ ୩ ଚିହ୍ନଟ ହୋଇଛନ୍ତି। […]

  • Sunday, 04 July 2021
malyasia
ମାଲେସିୟାରେ ୧୦ଗୁଣ ଅଧିକ ମାରାତ୍ମକ ହେଲା କରୋନାଭାଇରସ୍!

ନୂଆଦିଲ୍ଲୀ: ପୂରା ଦୁନିଆରେ କରୋନା ତା’ର କାୟା ବିସ୍ତାର କରିଚାଲିଛି। ଏଭଳି ଏକ ସଙ୍କଟ ସମୟରେ ଏହି ଭାଇରସକୁ ନେଇ ଏକ ନୂଆ ରିପୋର୍ଟ ସାମ୍ନାକୁ ଆସିଛି, ଯାହା ସମସ୍ତଙ୍କୁ ଚିନ୍ତାକୁ ବଢ଼ାଇ ଦେଇଛି। ମାଲେସିୟାରେ କରୋନାର ଏଭଳି ଷ୍ଟ୍ରେନ୍ ମିଳିଛି, ଯାହା ୧୦ଗୁଣ ଅଧିକ ମାରାତ୍ମକ। କରୋନାଭାଇରସର ମ୍ୟୁଟେସନକୁ ନେଇ ପୂର୍ବରୁ ଅନେକ ଖବର ଆସିଛ, କିନ୍ତୁ ଏବେ କରୋନା ଭାଇରସ୍ ଯେଉଁ ରୂପ ବଳଦାଇଛି, ତାହା ସବୁଠାରୁ ଅଧିକ ଭୟଙ୍କର କୁହାଯାଉଛି। ମାଲେସିୟା ବୈଜ୍ଞାନିକମାନେ […]

  • Sunday, 04 July 2021
cure
ଦିନକରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୩ କରୋନା ଆକ୍ରାନ୍ତ। ରାଜ୍ୟରେ କରୋନାରୁ ସୁସ୍ଥଙ୍କ ସଂଖ୍ୟା ୪୩ ,୭୭୯କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଅଞ୍ଚଳରୁ କେତେ:- ଗଞ୍ଜାମରୁ ସର୍ବାଧିକ ୨୩୨ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି କଟକ-୧୩୧, ରାୟଗଡ଼ା-୧୧୨, ସୁନ୍ଦରଗଡ଼ରୁ ୧୧୧, ବାଲେଶ୍ୱର-୧୦୧, ଖୋର୍ଦ୍ଧା-୯୯, ଢେଙ୍କାନାଳରୁ ୬୩, ମୟୂରଭଞ୍ଜ-୫୧, ଗଜପତି ଓ କୋରାପୁଟରୁ ୪୯ ଲେଖାଏଁ ସୁସ୍ଥ ହୋଇଛନ୍ତି। Another 1503 […]

  • Sunday, 04 July 2021
corona-tesy
ଦିନକରେ ୫୦ ହଜାରରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ

ଭୁବନେଶ୍ୱର: ରାଜ୍ୟରେ ଦିନକରେ ପୁଣି ୫୦ ହଜାରରୁ ଊର୍ଦ୍ଧ୍ୱ କରୋନା ଟେଷ୍ଟ ହୋଇଛି। ଗୋଟିଏ ଦିନରେ ୫୦ ହଜାର ୫୨୫ କରୋନା ଟେଷ୍ଟ କରାଯାଇଛି। RTPCR, ଆଣ୍ଟିଜେନ୍ ଓ ଟ୍ରୁନଟ୍ ମାଧ୍ୟମରେ ପରୀକ୍ଷା କରାଯାଇଥିବା ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି। ପ୍ରଦୀପ୍ତଙ୍କ ସୂଚନାନୁସାରେ, RTPCR-୫,୧୦୬, ଆଣ୍ଟିଜେନ୍-୪୫,୩୪୩, ଟ୍ରୁନଟ- ୭୬ କରୋନା ଟେଷ୍ଟ କରାଯାଇଛି। ମୋଟ କରୋନା ଟେଷ୍ଟ ସଂଖ୍ୟା ୧୦ ଲକ୍ଷ ଟପିଥିବା ସେ ସୂଚନା ଦେଇଛନ୍ତି।

  • Sunday, 04 July 2021
covid
ଦେଶରେ ୧୪ ଦିନର କରୋନା ସ୍ଥିତି ଚିନ୍ତାଜନକ, ୨୭ ଲକ୍ଷ ପାର କଲା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟାରେ ଦେଶରେ ୫୫ ହଜାର ୦୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ୮୭୬ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।  ଏବେ ଦେଶରେ ମୋଟ୍ ମୃତ୍ୟୁ ସଂଖ୍ୟା ୫୧,୭୯୭କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷେ ଦେଶରେ ମୋଟ  ଆକ୍ରାନ୍ତଙ୍କ ସଂଖ୍ୟା ୨୭ ଲକ୍ଷ ୨ ହଜାର ୭୪୩  ଛୁଇଁଛି।  ଏବେ ଦେଶରେ ମୋଟ୍ ୬ ଲକ୍ଷ ୭୩ ହଜାର ୧୬୬ ଜଣ ଆକ୍ରାନ୍ତଙ୍କ ଚିକିତ୍ସା […]

  • Sunday, 04 July 2021
ଓଡ଼ିଶାରେ କରୋନାରେ ଆଖି ବୁଜିଲେ ପୁଣି ୯

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ କରୋନାରେ ପୁଣି ଆଖି ବୁଜିଲେ ୯ଜଣ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୨ରେ ପହଞ୍ଚିଛି  । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁଯାୟୀ, ଗଞ୍ଜାମରେ ସର୍ବାଧିକ ୩ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ରାୟଗଡ଼ାରେ ୨, ଖୋର୍ଦ୍ଧା, ସମ୍ବଲପୁର, ମାଲକାନଗିରି, ବାଲେଶ୍ୱରରେ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ […]

  • Sunday, 04 July 2021