ଭୁବନେଶ୍ୱର: କରୋନା କବଳରେ ଜନପ୍ରତିନିଧି। ଭଦ୍ରକ ବିଧାୟକ ସଂଜୀବ ମଲ୍ଲିକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ଆକ୍ରାନ୍ତ ହୋଇଥିବା ନେଇ ସଂଜୀବ ଟ୍ୱିଟ୍ କରି ଜଣାଇଛନ୍ତି। ଆଜି ଟେଷ୍ଟ ହୋଇଥିଲା, ରିପୋର୍ଟ ପଜିଟିଭ ଆସିଥିବା ସେ କହିଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି। Today my covid test done and test results got posetive.i am requesting all those who are in my contact […]
ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରେ ଆଜି ଆଉ ୩୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୭୩, ଲୋକାଲ କଣ୍ଟାକ୍ଟରୁ ୧୫୧ ସଂକ୍ରମିତ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ଭୁବନେଶ୍ୱର ମହାନଗର ନିଗମ (ଵିଏମ୍ସି)। କେଉଁ ଅଞ୍ଚଳରୁ କେତେ:- ରାଜମହଲ ଛକ ଏମ୍ଏଲ୍ଏ କ୍ୱାର୍ଟର୍ସ ଅଞ୍ଚଳରୁ ୯ ଚିହ୍ନଟ ହୋଇଛନ୍ତି। ଭୁବନେଶ୍ୱରର ୮ ଟ୍ରାଫିକ୍ ଷ୍ଟାଫ୍ ବି କରୋନାରେ ସଂକ୍ରମିତ ହୋଇଛନ୍ତି। ଚନ୍ଦ୍ରଶେଖରପୁର ରେଳ ବିହାରରୁ ୬, ସ୍ୱାସ୍ଥ୍ୟ ବିଭାଗର ୬ କର୍ମଚାରୀ […]
ଭୁବନେଶ୍ୱର: ସୁସ୍ଥ ହେଲେ ୧୯୨୭ ଜଣ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଏଯାବତ୍ ଓଡ଼ିଶାରେ ୫୦ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଆରୋଗ୍ୟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୪୬ ଜଣ ଆରୋଗ୍ୟ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୧୯୦, ନୟାଗଡ଼ରୁ ୧୫୧, ରାୟଗଡ଼ାରୁ ୧୪୬, ସୁନ୍ଦରଗଡ଼ରୁ ୧୦୮, କନ୍ଧମାଳରୁ ୧୦୧, ଢେଙ୍କାନାଳରୁ ୯୫, ମୟୂରଭଞ୍ଜରୁ ୮୮, କୋରାପୁଟରୁ ୮୬, କଟକରୁ ୭୮, […]
ବ୍ରହ୍ମପୁର: ଗଂଜାମରେ ଆରମ୍ଭ ହୋଇଛି ମିଶନ ଜିରୋ ଆକ୍ଟିଭ କେସ୍। ଗଂଜାମରେ କରୋନା ମୁକାବିଲା ନେଇ ଜିଲ୍ଲାପାଳ ବିଜୟ ଅମୃତା କୁଲାଙ୍ଗେ ଆଜି ଏହି ସୂଚନା ଦେଇଛନ୍ତି। ଏବେ ଦୈନିକ ୯ରୁ ୧୦ ହଜାର ସାମ୍ପଲ ଟେଷ୍ଟ କରାଯାଉଛି। ଅନେକ ଦିନ ପରେ ଗଞ୍ଜାମରେ ପଜିଟିଭ ସଂଖ୍ୟା ଆଜି ୨ଶହ ତଳକୁ ଖସିଛି। ଆଗକୁ ଆହୁରି କମିବ ବୋଲି ଜିଲ୍ଲାପାଳ ପ୍ରେସମିଟ୍ରେ ଦୃଢୋକ୍ତି ପ୍ରକାଶ କରିଛନ୍ତି। ଗଂଜାମ ଜିଲ୍ଲାରେ ଆରୋଗ୍ୟ ହାର ୮୭ ପ୍ରତିଶତକୁ ବୃଦ୍ଧି ପାଇଛି। […]
କୋରାପୁଟ: ବରିଷ୍ଠ ବିଜେପି ନେତା ଜୟରାମ ପାଙ୍ଗି ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ନିଜେ ପାଙ୍ଗି ଏହି ସୂଚନା ଦେଇଛନ୍ତି। ରିପୋର୍ଟ ପଜିଟିଭ ଆସିବା ପରେ ସେ ହୋମ୍ କ୍ୱାରେଣ୍ଟିନ୍ରେ ରହିଥିବା ସୂଚନା ମିଳିଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିଙ୍କୁ କରୋନା ଟେଷ୍ଟ କରାଇ ନେବାକୁ ସେ ପରାମର୍ଶ ଦେଇଛନ୍ତି।
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୯ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୩, ସୁନ୍ଦରଗଡ଼ରୁ ୨, ବଲାଙ୍ଗିର, ଗଞ୍ଜାମ, ମାଲକାନଗିରି ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of nine Covid positive patients while under treatment in hospitals. 1.A 28 […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୬୧ ହଜାର ୩୭୯ କରୋନା ଟେଷ୍ଟ ହୋଇଥିବା ବେଳେ ୨,୮୧୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଗୋଟିଏ ଦିନରେ ୬୧ ହଜାର ୩୭୯ କରୋନା ଟେଷ୍ଟ RTPCR-୭,୦୫୪ ଆଣ୍ଟିଜେନ୍-୫୪,୨୪୩ ଟ୍ରୁନଟ୍- ୮୨ ଚିହ୍ନଟ ନୂଆ ୨,୮୧୯ ଆକ୍ରାନ୍ତଙ୍କ ମଧ୍ୟରୁ ୧,୬୯୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୨୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ […]
ଭଦ୍ରକ: ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସେ ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି। “କରୋନାର ପ୍ରାରମ୍ଭିକ ଲକ୍ଷଣ ଦେଖାଦେବା ପରେ ମୁଁ ପରୀକ୍ଷା କରାଇଥିଲି ଓ ରିପୋର୍ଟ ପଜିଟିଭ୍ ଆସିଥିଲା। ବର୍ତ୍ତମାନ ମୋ ସ୍ୱାସ୍ଥ୍ୟ ଭଲ ଏବଂ ସ୍ଥିର ଅଛି। ମୁଁ ଏବେ ହୋମ୍ କ୍ୱାରେଣ୍ଟିନ୍ରେ ଅଛି ” ବୋଲି ସାଂସଦ ଟ୍ୱିଟ୍ କରି କହିଛନ୍ତି। ଯେଉଁମାନେ ଗତ କିଛି ଦିନ ମଧ୍ୟରେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି ସେମାନଙ୍କୁ ଏକାନ୍ତବାସରେ […]
ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲାକୁ ୨ ଦିନ ପାଇଁ ସଟ୍ଡାଉନ୍ ଘୋଷଣା କଲେ ଜିଲ୍ଲାପାଳ। ଆସନ୍ତା ୨୫ ଓ ୨୬ ତାରିଖରେ ନବରଙ୍ଗପୁର ଜିଲ୍ଲା ସଟ୍ଡାଉନ୍ ରହିବ। ନବରଙ୍ଗପୁରରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଗତ ୨୪ ଘଣ୍ଟାରେ ନବରଙ୍ଗପୁରରୁ ୪୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ନୂଆ ଆକ୍ରାନ୍ତଙ୍କୁ ମିଶାଇ ବର୍ତ୍ତମାନ ସୁଦ୍ଧା ନବରଙ୍ଗପୁରରେ ୭୩୩ଜଣ ଆକ୍ରାନ୍ତ ଚିହ୍ନଟ […]
ଭୁବନେଶ୍ୱର: ଏବେ ପିକ୍ରେ ଅଛି ଭୁବନେଶ୍ୱର। ଆଉ ମାସେ ଗୁରୁତ୍ୱପୂର୍ଣ୍ଣ, ସଂକ୍ରମଣ ବଢୁଛି। ତେବେ ସମସ୍ତେ ସତର୍କ ରହିବା ନେଇ କହିଛନ୍ତି ବିଏମ୍ସି କମିଶନର। ଭୁବନେଶ୍ୱରରେ କରୋନା ସ୍ଥିତି ନେଇ ବିଏମ୍ସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀ ପ୍ରେସମିଟ୍ କହିଛନ୍ତି ଯେ ଗଲା ମାସରେ ଭୁବନେଶ୍ୱରରେ ସେରୋଲୋଜିକାଲ ସର୍ଭେ କରାଯାଇଥିଲା। ସର୍ଭେ ଅନୁସାରେ ବହୁତ ଅଳ୍ପ ଲୋକଙ୍କ ଦେହରେ ଆଣ୍ଟିବଡ଼ି ରହିଛି। ସ୍ୱଳ୍ପ ଆଣ୍ଟିବଡି ଆଧାରରେ ଆମର ସଂକ୍ରମଣ ନିୟନ୍ତ୍ରଣାଧୀନ ରହିଛି। ଅନ୍ୟ ସହର ତୁଳନାରେ ଭୁବନେଶ୍ୱର […]
ଭୁବନେଶ୍ୱର: ଭୁବନେଶ୍ୱର ମହାନଗରରେ ଆଜି ଆଉ ୨୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନରୁ ୧୫୩, ଲୋକାଲ କଣ୍ଟାକ୍ଟ କେସ୍ ୧୪୨ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି)। ପୋଲିସ ସିକ୍ୟୁରିଟି ୱିଙ୍ଗରୁ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚନ୍ଦକାର ଏକ ବିସ୍କୁଟ କାରଖାନାରୁ ୨୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ପଟିଆ କିଟ୍ କ୍ୟାମ୍ପସରୁ ୧୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Update on newly detected & […]
ଭୁବନେଶ୍ୱର: ଦିନକରେ ସୁସ୍ଥ ହେଲେ ୧୭୭୩ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫୨,୨୭୬ରେ ପହଞ୍ଚିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫୪ ଜଣ ଆରୋଗ୍ୟ ହୋଇଛନ୍ତି। ସେହିପରି ଗଞ୍ଜାମରୁ ୨୧୬, କଟକରୁ ୧୪୭, ସମ୍ୱଲପୁରରୁ ୧୨୫, କନ୍ଧମାଳରୁ ୯୨, ଯାଜପୁରରୁ ୮୭, ମୟୂରଭଞ୍ଜରୁ ୮୦, ରାୟଗଡ଼ାରୁ ୭୭, ପୁରୀରୁ ୭୪, ମାଲକାନଗିରିରୁ ୭୨, କୋରାପୁଟରୁ ୬୯, ସୁନ୍ଦରଗଡ଼ରୁ ୬୮, […]
ନୂଆଦିଲ୍ଲୀ: ଦେଶରେ ଦିନକରେ ୬୯ ହଜାର ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଥିବା ହୋଇଛନ୍ତି। ସେହିଭଳି ୯୧୨ ଜଣଙ୍କର ଜୀବନ ନେଇଛି ମହାମାରୀ କୋଭିଡ-୧୯ ଭାଇରସ। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ନୂଆ ମୃତ୍ୟ ସଂଖ୍ୟାକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁସଂଖ୍ୟା ୫୬,୭୦୬ରେ ପହଞ୍ଚିଛି।। ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୦ ଲକ୍ଷ ୪୪ ହଜାର ୯୪୧କୁ ବୃଦ୍ଧି ପାଇଥିବା ବେଳେ ମୋଟ ଆକ୍ଟିଭ୍ କେସ୍- ୭,୦୭,୬୬୮ ରହିଛି। ସେହିଭଳି […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୩, କଟକ ଓ ରାୟଗଡ଼ାରୁ ୨ଜଣ ଲେଖାଏ, ବଲାଙ୍ଗିର, ଗଜପତି ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of ten Covid positive patients while under treatment in hospitals. […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୬୮ ହଜାର ୯୦୬ କରୋନା ଟେଷ୍ଟ ହୋଇଥିବା ବେଳେ ୨,୯୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ୨୪ ଘଣ୍ଟାରେ ୬୮ ହଜାର ୯୦୬ କରୋନା ଟେଷ୍ଟ RTPCR-୭,୫୮୫ ଆଣ୍ଟିଜେନ୍-୬୧,୧୬୬ ଟ୍ରୁନଟ୍- ୧୫୫ ଚିହ୍ନଟ ନୂଆ ୨,୯୯୩ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୭୯ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୧୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ […]
ନୂଆଦିଲ୍ଲୀ: ଋଷିଆ କରୋନା ଭ୍ୟାକ୍ସିନ ଆବିଷ୍କାର କରିସାରିଥିବା ବେଳେ ବ୍ରିଟେନ୍ର ଅକ୍ସଫୋର୍ଡ ୟୁନିଭର୍ସିଟିର ଭ୍ୟାକ୍ସିନ ଉପରେ ସାରା ବିଶ୍ୱର ଆଶା ରହିଛି। ଏହାକୁ ଭାରତରେ ଉତ୍ପାଦନ କରିବା ପାଇଁ ମଧ୍ୟ ପୂର୍ବରୁ ସିରମ ଇନଷ୍ଟିଟ୍ୟୁଟ୍କୁ ଅନୁମିତ ମିଳିସାରିଛି। ଏବେ ଏହି ଭ୍ୟକ୍ସିନ୍କୁ ନେଇ ଏକ ବଡ଼ ଖବର ଶୁଣିବାକୁ ମିଳୁଛି। କେନ୍ଦ୍ର ସରକାର ସେରମ ଇନଷ୍ଟିଟ୍ୟୁଟ୍ ଠାରୁ ଭ୍ୟାକ୍ସିନ କିଣି ଲୋକଙ୍କୁ ମାଗଣାରେ ଦେବାକୁ ଯୋଜନା କରୁଥିବା କୁହାଯାଉଛି। ଜାତୀୟ ଗଣମଧ୍ୟମ ଆଜ୍ ତକ୍ର ଏକ ରିପୋର୍ଟ […]
ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୧୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରୁ ୨୦୬ ଓ ଲୋକାଲ୍ କଣ୍ଟାକ୍ଟରୁ ୧୧୧ ଚିହ୍ନଟ ହୋଇଛନ୍ତି। କେଉଁ ଅଞ୍ଚଳରୁ କେତେ:- ଆଚାର୍ଯ୍ୟ ବିହାର ଅଞ୍ଚଳରୁ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ସାଲିଆସାହି-୯, ବ୍ରହ୍ମେଶ୍ୱରପାଟଣା ଓ କଳିଙ୍ଗନଗରରୁ ୬ ଲେଖାଏଁ ଚିହ୍ନଟ ହୋଇଛନ୍ତି। Update on newly detected & cured #COVID19 cases in the last 24 hrs under […]
କଟକ: କଟକ ଜିଲ୍ଲାର ଗ୍ରାମାଞ୍ଚଳ ଅପେକ୍ଷା ସହରାଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଅଧିକ ରହିଛି। ଜିଲ୍ଲାରେ ସଦଗୁରୁ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ଏନେଇ ସୂଚନା ଦେଇଛନ୍ତି କଟକ ଜିଲ୍ଲାପାଳ କଟକ ଜିଲ୍ଲାରେ କରୋନା ସ୍ଥିତି ନେଇ ଜିଲ୍ଲାପାଳଙ୍କ ସୂଚନା ଦେଇଛନ୍ତି ଯେ ଜିଲ୍ଲାରେ ପୂର୍ବରୁ ୧୫୦ ବେଡ୍ର ଅଶ୍ୱିନୀ କୋଭିଡ ହସ୍ପିଟାଲ ଥିଲା। ବର୍ତ୍ତମାନ ୧୫୦ ବେଡ୍ର ସଦଗୁରୁ କୋଭିଡ ହସ୍ପିଟାଲ କାର୍ଯ୍ୟକ୍ଷମ ହୋଇଛି। ସଦଗୁରୁ କୋଭିଡ ହସ୍ପିଟାଲରେ ଡାଇଲେସିସ୍ ଓ ପ୍ରସୂତିଙ୍କ ପାଇଁ ସୁବିଧା […]
କଟକ: ସପ୍ତାହକରେ ୨୧ରୁ ୪୧ ବର୍ଷ ମଧ୍ୟରେ ୪୪୨ ପଜିଟିଭ ହେଲେଣି ଚିହ୍ନଟ। ବିଶେଷ କରି କର୍ମଜୀବୀ ଗୋଷ୍ଠୀର ବେଶି ସଂକ୍ରମିତ। କଟକ ପୌରାଞ୍ଚଳରେ କରୋନା ସ୍ଥିତି ନେଇ CMC କମିଶନର ଅନନ୍ୟା ଦାସ ଏହି ସୂଚନା ଦେଇଛନ୍ତି। କମିଶନର କହିଛନ୍ତି ଯେ, CMCରେ ବର୍ତ୍ତମାନ ସୁଦ୍ଧା ୩୧୦୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୮୬୦ ସୁସ୍ଥ ହୋଇଥିବା ବେଳେ ୧୨୨୭ ଆକ୍ଟିଭ ରହିଛି। ୧୭ ଜଣ ମୃତ୍ୟୁ ରହିଛି। ଆକ୍ଟିଭ କେସ୍ ମଧ୍ୟରୁ ୩୦% ହୋମ୍ ଆଇସୋଲେସନ୍ରେ […]
କଟକ: କଟକ ମହାନଗର ଅଞ୍ଚଳରେ ପୁଣି ୧୧୪ ପଜିଟିଭ ଚିହ୍ନଟ ହୋଇଛନ୍ତି। ସରକାରୀ କ୍ୱାରେଣ୍ଟିନରୁ ୩୪; ହୋମ କ୍ୱାରେଣ୍ଟିନରୁ ୪୭ ଚିହ୍ନଟ ହୋଇଛନ୍ତି। ଲୋକାଲ କଣ୍ଟାକ୍ଟ କେସ୍ର ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କେଉଁ ଅଞ୍ଚଳରୁ ହେଲେ ଚିହ୍ନଟ- SCB ଆଇସୋଲେସନ ୱାର୍ଡରୁ ୧୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଉ ୯ କୋଭିଡ ଯୋଦ୍ଧା ମଧ୍ୟ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ନୂଆବଜାର ଶାସ୍ତ୍ରୀ ନଗରରୁ ୭, ଚାଉଳିଆଗଞ୍ଜ ଅପର୍ଣ୍ଣା ନଗରରୁ ୫, ରାଣୀହାଟରୁ ୪, ଓଡ଼ିଆ […]
ଭୁବନେଶ୍ୱର: ଦିନକରେ ରେକର୍ଡ ସଂଖ୍ୟକ ହେଲେ ସୁସ୍ଥ। ଆଜି ରାଜ୍ୟରେ ୨୧୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୫୪,୪୦୫କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଆଜି ହୋଇଥିବା ଆରୋଗ୍ୟଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୭୬, ଗଞ୍ଜାମରୁ ୨୬୫, ସୁନ୍ଦରଗଡ଼ରୁ ୧୭୮, କଟକରୁ ୧୭୨, କୋରାପୁଟରୁ ୧୫୩, ଭଦ୍ରକରୁ ୧୪୪, ନୟାଗଡ଼ରୁ ୧୩୦, କନ୍ଧମାଳରୁ ୧୨୨, […]
ଧାନବାଦ: କରୋନା ମହାମାରୀ ଯୋଗୁ ସାରା ଦୁନିଆର ଲୋକେ ଚିନ୍ତିତ ଅଛନ୍ତି। ଏହି ମାରାତ୍ମକ ମହାମାରୀ ଭୟରେ ଲୋକେ ଆତ୍ମହତ୍ୟା କରିବାକୁ ମଧ୍ୟ ପଛାଉ ନାହାନ୍ତି। କିନ୍ତୁ କିଛି ଅପରାଧୀ, ଯିଏ ଏହି ମହାମାରୀକୁ ଏକ ସୁଯୋଗ ଭାବି ଏହାର ପୂରା ଫାଇଦା ଉଠାଇବାରେ ଲାଗି ପଡ଼ିଛନ୍ତି। ଏମିତି ଏକ ଦୃଶ୍ୟ ଝାଡ଼ଖଣ୍ଡର ଧାନବାଦରେ ଥିବା କୋଭିଡ୍-୧୯ ହସ୍ପିଟାଲରେ ଦେଖିବାକୁ ମିଳିଛି, ଯେଉଁଠାରେ ଜଣେ କରୋନା ଆକ୍ରାନ୍ତ ନିଜ ୱାର୍ଡରେ ମଦପାନ୍ୟ କରୁଥିବାର ଖୁବ୍ ମଜା ଉଠାଉଛି। […]
ଅହମ୍ମଦାବାଦ: କରୋନା ପାଇଁ ଏକ ସମୟରେ ଗୁଜରାଟ୍ ଦେଶର ହଟସ୍ପଟ୍ ଭାବେ ପରିଚିତ ହୋଇଥିଲା। କିନ୍ତୁ ଏବେ ସେଠାରେ ପୂର୍ବ ତୁଳନାରେ ମାମଲା ନିୟନ୍ତ୍ରଣକୁ ଆସିବା ସହ ମୃତ୍ୟୂହାର ମଧ୍ୟ କମିବାରେ ଲାଗିଛି। ତେବେ ରାଜ୍ୟରେ କରୋନା ମାମଲା ନିୟନ୍ତ୍ରଣକୁ କେମିତି ଆସିଲା, ଏହା ପଛର କାରଣ କ’ଣ? ଗୁଜରାଟ ସ୍ୱାସ୍ଥ୍ୟ ବିଭାଗର କହିବା ଅନୁଯାୟୀ ରାଜ୍ୟରେ କରୋନା ଭାଇରସକୁ ରୋକିବା ପାଇଁ ହୋମିଓପାଥି ଔଷଧର ବିପୁଳ ବ୍ୟବହାର କରାଯାଉଛି। ଏହାର ଫଳାଫଳ ମଧ୍ୟ ଭଲ ମିଳୁଥିବା […]
ବ୍ରହ୍ମପୁର: ବ୍ରହ୍ମପୁର ସମେତ ଗଂଜାମ (Ganjam) ଜିଲ୍ଲାରେ କୋହଳ ହେଲା କଟକଣା। କାଲିଠୁ ଗଞ୍ଜାମ ଜିଲ୍ଲାରେ ସକାଳ ୫ରୁ ରାତି ୮ ପର୍ଯ୍ୟନ୍ତ ବଜାର ଖୋଲା ରହିବ। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁସାରେ ସପ୍ତାହାନ୍ତ ସଟଡାଉନ ରହିବ। ସବୁ ଦୋକାନୀ ସାମାଜିକ ଦୂରତ୍ୱ ଓ ପଞ୍ଚସୂତ୍ରୀ କଟକଣା ମାନିବେ ବୋଲି ଗଞ୍ଜାମ ଜିଲ୍ଲାପାଳ ବିଜୟ ଅମୃତ କୁଲାଙ୍ଗେ ଟ୍ୱିଟ୍ କରି କହିଛନ୍ତି। Timing for market has been extended from 5 AM to 8 PM […]
ଭଞ୍ଜନଗର: ଆଗ କୋଭିଡ୍ ଟେଷ୍ଟ, ତା’ ପରେ ରାସନ୍ ! ବିନା କରୋନା ଟେଷ୍ଟରେ ଲୋକଙ୍କୁ ରାସନ୍ ନମିଳିବା ନେଇ କୁହାଯାଇଥିବା ଅଭିଯୋଗ ହୋଇଛି। ଅଭିଯୋଗ ଆସିଛି ଗଞ୍ଜାମ ଜିଲ୍ଲା ସୋରଡ଼ା ବ୍ଲକ୍ ଅନ୍ତର୍ଗତ ଗୋପାଳପୁର ଶାସନ ପଞ୍ଚାୟତରୁ। ସ୍ଥାନୀୟ ଗୋପାଳପୁର ଶାସନ ପଞ୍ଚାୟତରେ ରହିଛି ୧୮ଟି ୱାର୍ଡ। ୧୫ଟି ୱାର୍ଡର ଲୋକଙ୍କୁ ରାସନ ସାମଗ୍ରୀ ମିଳି ସାରିଥିବା ବେଳେ ଗତକାଲି ସୋରିସବିଲି, ଲଷ୍ମୀପୁର, ଭି.କୋଟିବାଡି ୩ଟି ଗାଁର ହିତାଧିକାରୀ ରାସନ ନେବାକୁ ପଞ୍ଚାୟତ କାର୍ଯ୍ୟାଳୟ ଯାଇଥିଲେ। […]