• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

cure2
ଦିନକରେ ସୁସ୍ଥ ହେଲେ ୨୫୪୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଦିନକରେ ୨୫୪୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆରୋଗ୍ୟ ସଂଖ୍ୟା ୫୯୪୭୦ରେ ପହଞ୍ଚିଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୬୨୭ ଜଣ ଅଛନ୍ତି। ସେହିପରି ଗଞ୍ଜାମରୁ ୨୬୬, ନୟାଗଡ଼ରୁ ୧୪୩, ପୁରୀରୁ ୧୪୧, ରାୟଗଡ଼ାରୁ ୧୧୨, କୋରାପୁଟରୁ ୧୦୪, ଭଦ୍ରକରୁ ୯୯, […]

  • Sunday, 04 July 2021
cuttack-coorna
କଟକ ସହରରୁ ୧୨୫ କରୋନା ଆକ୍ରାନ୍ତ ଚିହ୍ନଟ, ଚିନ୍ତା ବଢ଼ାଇଲା କୁମ୍ଭାରସାହି !

କଟକ: କଟକ ସହରରୁ ଚିହ୍ନଟ ହେଲେ ୧୨୫ କରୋନା ଆକ୍ରାନ୍ତ। ସେଥିରୁ ୨୪ ସରକାରୀ କ୍ୱାରେଣ୍ଟାଇନ୍‌ରୁ, ୩୩ ହୋମ୍‌ କ୍ୱାରେଣ୍ଟାଇନ୍‌ରୁ ଓ ୩୪ ଲୋକାଲ୍‌ କେସ୍‌ ଅଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି  କଟକ ମହାନଗର ନିଗମ(ସିଏମ୍‌ସି)। କଟକ କୁମ୍ଭାରସାହି ମାଇକ୍ରୋ କଣ୍ଟେନମେଣ୍ଟ ଜୋନରୁ ୩୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି SCB ମେଡିକାଲ ଆଇସୋଲେସନ ୱାର୍ଡରୁ ୧୬, ତେଲେଙ୍ଗାପେଣ୍ଠରୁ ୬, ଦରଘା ବଜାରରୁ ୫, ବକ୍ସିବଜାରରୁ ୪, ବାଲ୍ମିକୀ ନଗର ଓ ସିଡିଏ-୬ରୁ ୩ ଲେଖାଏଁ କରୋନା […]

  • Sunday, 04 July 2021
bhubaneswar
ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୩୨ କରୋନା ଆକ୍ରାନ୍ତ, ୧୫୯ ଲୋକାଲ୍‌ କେସ୍‌

ଭୁବନେଶ୍ୱର: ଦିନକରେ ରାଜଧାନୀ ଭୁବନେଶ୍ୱରରୁ ଚିହ୍ନଟ ହେଲେ ୩୩୨ କରୋନା ଆକ୍ରାନ୍ତ। ସେଥିରୁ ୧୭୩ କ୍ୱାରେଣ୍ଟାଇନରୁ ଓ ୧୫୯ ଲୋକାଲ୍‌ କଣ୍ଟାକ୍ଟ କେସ୍‌ ରହିଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୧୬୩ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଆଜି ସୁଦ୍ଧା ବିଏମ୍‌ସି ଅଞ୍ଚଳରୁ ୭୯୩୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୩୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪୭୨୬ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। […]

  • Sunday, 04 July 2021
Corona Vaccine Update
Corona Updates in Odisha: ଓଡ଼ିଶାରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୩୭୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୦ ଜିଲ୍ଲାରୁ ଚିହ୍ନଟ ହେଲେ ୩,୩୭୧ କରୋନା ରୋଗୀ।  ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ  ସୂଚନା ଦିଆଯାଇଛି। କ୍ୱରେଣ୍ଟିନ୍‌ରୁ ୨, ୯୫୩ ଏବଂ ଲୋକାଲ କେସ ୧,୩୧୮ ଅଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ଟିଭ କେସ୍‌ ୨୭, ୬୩୮ ରହିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୮୭, ୬୦୨  ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ୫୯, ୪୭୦ ଜଣ ସୁସ୍ଥ ହୋଇଛନ୍ତି। […]

cinbd
Corona Death in Odisha: ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ ୨୪ ଘଣ୍ଟାରେ ଚିହ୍ନଟ ହେଲେ ୩,୩୭୧ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଆଉ ୧୩ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୪୪୧ରେ ପହଞ୍ଚିଛି। Corona Death in Odisha ସମ୍ବଲପୁର ଓ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଜଣ ଲେଖାଏଁ ମୃତ୍ୟୁ ମୁଖରେ ପଡ଼ିଥିବାବେଳେ କଟକ ଓ ଗଞ୍ଜାମ ଜିଲ୍ଲାରୁ […]

  • Sunday, 04 July 2021
Untitled-1
Coronavirus India Update: ୨୪ ଘଣ୍ଟାରେ ୬୭,୧୫୧ ନୂଆ ପଜିଟିଭ୍ ଚିହ୍ନଟ

ନୂଆଦିଲ୍ଲୀ: ସାରା ବିଶ୍ବରେ କରୋନାଭାଇରସର ଆତଙ୍କ କମିବାର ନାଁ ନେଉନାହିଁ। ସେହି କ୍ରମରେ ଭାରତରେ ମଧ୍ୟ କରୋନା ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୭ହଜାର ୧୫୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏଥିସହ ଭାରତରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨ଲକ୍ଷ ୩୪ହଜାର ୪୭୫ରେ ପହଞ୍ଚି ଯାଇଛି। Coronavirus India Update କେବଳ ଏତିକି ନୁହେଁ, ଦିନକ ମଧ୍ୟରେ ଭାରତରେ ୧୦୫୯ ଲୋକଙ୍କର ମୃତ୍ୟୁ ମଧ୍ୟ ହୋଇଛି। ଏଥିସହ ଏବେ ଦେଶରେ […]

car
୪ ଦିନ ସଟଡାଉନ ହେବ ଏହି ଜିଲ୍ଲା

ଢେଙ୍କାନାଳ: କରୋନା ପାଇଁ ଢେଙ୍କାନାଳ(Dhenkanal) ପୌରାଞ୍ଚଳକୁ ୪ ଦିନିଆ ସଟଡାଉନ ଘୋଷଣା କରାଯାଇଛି। ଗତ ୧୦ ଦିନ ଭିତରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିଥିବାରୁ କାଲିଠାରୁ ୩୦ ତାରିଖ ଯାଏ ୪ ଦିନ ସଟଡାଉନ ରହିବ। ଢେଙ୍କାନାଳ ଟାଉନ ପୌରାଞ୍ଚଳର ସମସ୍ତ ୨୩ଟି ଓ୍ୱାର୍ଡରେ ସଟଡାଉନ ଲାଗୁ ହେବ। ପ୍ରଶାସନ ପକ୍ଷରୁ କାଲି ଓ ୨୮ ତାରିଖ ସଟଡାଉନ ଘୋଷଣା କରାଯାଇଛି। ସେପଟେ ସପ୍ତାହାନ୍ତ ସଟଡାଉନ ପାଇଁ ୨୯ ତାରିଖ ଶନିବାର ଓ ୩୦ ତାରିଖ ରବିବାର ସହର […]

  • Sunday, 04 July 2021
indiatv
କରୋନା ଟିକା କୋଭିସିଲ୍ଡର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଆରମ୍ଭ

ନୂଆଦିଲ୍ଲୀ: ଅକ୍ସଫୋର୍ଡ ଦ୍ୱାରା ବିକଶିତ କରୋନା ଟିକା କୋଭିସିଲ୍ଡର ଦ୍ୱିତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଆରମ୍ଭ ହୋଇଛି। ପୁଣେର ସେରମ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଦ୍ୱାରା ପ୍ରସ୍ତୁତ ଅକ୍ସଫୋର୍ଡ କୋଭିଡ-୧୯ ଭ୍ୟାକସିନ କୋଭିସିଲ୍ଡର ମାନବ ପରୀକ୍ଷଣ ସହରର ଏକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ଆରମ୍ଭ ହୋଇଛି। ପୁଣେର ଭାରତୀ ବିଦ୍ୟାପୀଠ ମେଡିକାଲ କଲେଜର ୨ ଜଣ ସ୍ୱେଚ୍ଛାସେବୀଙ୍କଠାରେ ଏହାର ପରୀକ୍ଷା କରାଯାଇଛି। ଆଜି ଦିନ ୧ଟା ବେଳେ ପରୀକ୍ଷା କରାଯାଇଥିବା ନେଇ ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି। […]

  • Sunday, 04 July 2021
ciovid
ଦିନକରେ ସୁସ୍ଥ ହେଲେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଦିନକରେ ରାଜ୍ୟରେ ୩୩୪୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟଙ୍କ ସଂଖ୍ୟା ୬୨୮୧୩ରେ ପହଞ୍ଚିଛି। ଏନେଇ ଆଜି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୩୨ ସୁସ୍ଥ ହୋଇଛନ୍ତି। ସେହିପରି ସୁନ୍ଦରଗଡ଼ରୁ ୨୬୧, ଭଦ୍ରକରୁ ୨୪୫, ଗଂଜାମରୁ ୨୩୮, ରାୟଗଡ଼ାରୁ ୨୧୭, କଟକରୁ […]

  • Sunday, 04 July 2021
college
ଅକ୍ଟୋବର ୧ରୁ ଖୋଲିବ କଲେଜ୍

ନୂଆଦିଲ୍ଲୀ: ସାରା ଦେଶରେ NEET-JEE ପରୀକ୍ଷାକୁ ନେଇ ଚାଲିଥିବା ବିବାଦ ମଧ୍ୟରେ କର୍ଣ୍ଣାଟକ ସରକାର ବଡ଼ ଘୋଷଣା କରିଛନ୍ତି। ଆଗାମୀ ଅକ୍ଟୋବର ୧ ତାରିଖରୁ ରାଜ୍ୟରେ ସମସ୍ତ କଲେଜ ଖୋଲିବା ନେଇ ବୁଧବାର କର୍ଣ୍ଣାଟକର ଉପମୁଖ୍ୟମନ୍ତ୍ରୀ ଓ ଉଚ୍ଚ ଶିକ୍ଷା ମନ୍ତ୍ରୀ ଅଶ୍ୱତ ନାରାୟଣ ସିଏମ୍ ଘୋଷଣା କରିଛନ୍ତି। ପ୍ରାଥମିକ ଏବଂ ମାଧ୍ୟମିକ ଶିକ୍ଷା ମନ୍ତ୍ରୀ ଏସ ସୁରେଶ କୁମାର କହିଛନ୍ତି, ଏଥର ଏକାଡେମିକ ସେସନର ଶୁଭାରମ୍ଭ ସେପ୍ଟେମ୍ବର ୧ ତାରିଖରୁ ଅନଲାଇନ୍ କ୍ଲାସ୍ ଜରିଆରେ ହେବ, […]

  • Sunday, 04 July 2021
coronavirus
Bhubaneswar Coronavirus Update ଭୁବନେଶ୍ୱରରୁ ୩୩୦ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର; ଆଜି ଭୁବନେଶ୍ୱରରେ ଆଉ ୩୩୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ ୧୩୯ ଜଣ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୯୧ ଜଣ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏନେଇ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। ଏକ ଘରୋଇ ହସ୍ପିଟାଲର ୮ କର୍ମଚାରୀ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିଭଳି ପଳାସପଲ୍ଲୀରୁ ୬, ଚନ୍ଦ୍ରଶେଖରପୁର ବିଡିଏ କଲୋନିରୁ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆଇଆର୍‌ସି ଭିଲେଜରୁ ମଧ୍ୟ ୬ ଜଣ କୋଭିଡ-୧୯ […]

  • Sunday, 04 July 2021
scholl
ଆସନ୍ତା ପୂଜା ଛୁଟି ଯାଏ ବନ୍ଦ ରହିବ ସ୍କୁଲ ଓ କଲେଜ

ଭୁବନେଶ୍ୱର; ଆସନ୍ତା ପୂଜା ଛୁଟି ଯାଏ ରାଜ୍ୟରେ ସ୍କୁଲ ଓ କଲେଜ ବନ୍ଦ ରହିବ। କରୋନା ସମୀକ୍ଷା ଅବସରରେ ଏଭଳି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟରେ ଦିନକୁ ଦିନ କରୋନା ସଂକ୍ରମଣ ବଢୁଥିବା ଏବଂ ଏପଟେ କୋଭିଡକୁ ନେଇ ଛାତ୍ରଛାତ୍ରୀ ଓ ଅଭିଭାବକଙ୍କ ଉଦ୍‌ବେଗକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ଘୋଷଣା କରିଛନ୍ତିା ସେହିଭଳି ରାଜ୍ୟରେ କରୋନା ସ୍ଥିତି ସମୀକ୍ଷା ବେଳେ ମୁଖ୍ୟମନ୍ତ୍ରୀ ଗ୍ରାମ୍ୟ ଅର୍ଥନୀତିରୁ ପୁନରୁଦ୍ଧାର ପାଇଁ ଅଧିକ ଋଣ ସହାୟତା, ଏମଏସଏମଇ, […]

  • Sunday, 04 July 2021
Untitled-1
ଫୁସ୍‌ଫୁସ୍‌ ସହ ଶରୀରର ଅନ୍ୟ ଅଙ୍ଗକୁ ବି ପ୍ରଭାବିତ କରିପାରେ କରୋନା ଭାଇରସ୍‌

ନୂଆଦିଲ୍ଲୀ: କରୋନା ସଂକ୍ରମିତ ରୋଗୀ ସୁସ୍ଥ ହେଉଛନ୍ତି । ଦେଶରେ ସୁସ୍ଥ ହାର ଦ୍ରୁତ ଗତିରେ ବଢିଚାଲିଛି।  ହେଲେ ଏହି ଭାଇରସ୍‌ ପ୍ରଭାବରେ କେବଳ ଫୁସ୍‌ଫୁସ୍‌ ଖରାପ ହେଉନି, ଶରୀରର ଅନ୍ୟାନ୍ୟ ଅଙ୍ଗ  ପ୍ରଭାବିତ ହେଉଛି। ଏପରି ଦାବି କରିଛନ୍ତି ଦିଲ୍ଲୀ ଅଖିଳ ଭାରତୀୟ ଆୟୁର୍ବେଦ ସଂସ୍ଥାନ (AIIMS)ର ବିଶେଷଜ୍ଞମାନେ। ବୁଧବାର AIIMS ବିଶେଷଜ୍ଞମାନେ କହିଛନ୍ତି କରୋନା ଭାଇରସ ସଂକ୍ରମିତ ରୋଗୀଙ୍କ ସବୁ ଅଙ୍ଗକୁ ପ୍ରଭାବିତ କରିପାରେ। ତେବେ ପ୍ରାଥମିକ ଅବସ୍ଥାରେ ରୋଗୀ ଛାତିରେ ଯନ୍ତ୍ରଣା ଅନୁଭବ […]

  • Sunday, 04 July 2021
corona updates in odisha
୨୪ ଘଣ୍ଟାରେ ଚିହ୍ନଟ ହେଲେ ୩, ୩୮୪ କରୋନା ପଜିଟିଭ; କମୁଛି ଗଞ୍ଜାମ, ବଢୁଛି ଖୋର୍ଦ୍ଧା

ଭୁବନେଶ୍ୱର:  ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ଚିହ୍ନଟ ହେଲେ ୩, ୩୮୪ କରୋନା ରୋଗୀ।  କ୍ୱାରେଣ୍ଟିନ ସେଣ୍ଟରରୁ ୨, ୧୨୮ ଓ ଲୋକାଲ କେସ୍‌ ୧, ୨୫୬ ବୋଲି ସୂଚନା ଦେଲେ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଗଞ୍ଜାମରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିବାବେଳେ ଖୋର୍ଦ୍ଧାରେ ଦିନକୁ ଦିନ ବଢିବାରେ ଲାଗିଛି। ଗତକାଲି ଖୋର୍ଦ୍ଧାରୁ ସର୍ବାଧିକ ୫୮୭ ଜଣ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ତା ପଛକୁ ଅଛି କଟକ। କଟକରେ […]

  • Sunday, 04 July 2021
cinbd
ଆଖି ବୁଜିଲେ ୭ କରୋନା ରୋଗୀ

ଭୁବନେଶ୍ୱର:  ରାଜ୍ୟରେ ୨୪ ଘଣ୍ଟାରେ ଆଖି ବୁଜିଲେ ୭ କରୋନା ରୋଗୀ। ଏ ନେଇ ସୂଚନା ଦେଲେ ରାଜ୍ୟ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ବିଭାଗ।  ବିଭାଗ। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତକଙ୍କ ସଂଖ୍ୟା ୪୪୮ ଛୁଇଁଛି। ସମ୍ବଲପୁରରୁ ସର୍ବାଧିକ ୩ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ବରଗଡରେ ୨ ଜଣଙ୍କର ମୃତ୍ୟୁ ଘଟିଛି। ଏହା ବ୍ୟତିତ ଭଦ୍ରକ ଓ ଭୁବନେଶ୍ୱରରୁ ଜଣେ ଲେଖାଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   Regret to inform […]

  • Sunday, 04 July 2021
virus
ଦେଶରେ କରୋନା ସ୍ଥିତି: ଦିନକରେ ୭୫ ହଜାରରୁ ଅଧିକ ଚିହ୍ନଟ

ନୂଆଦିଲ୍ଲୀ: ସାରା ଦେଶରେ ବଢିବାରେ ଲାଗିଛି କରୋନା ପ୍ରକୋପ। ଗତ ୨୪ ଘଣ୍ଟା ମଧ୍ୟରେ ୭୫ ହଜାର ୭୬୦ ଜଣ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଦେଶରେ ଗୋଟିଏ ଦିନରେ ୧୦୨୩ ଜଣଙ୍କର ମୃତ୍ୟୁ ଘଟିଛି। ଆଜିର ସଂଖ୍ୟାକୁ ମିଶାଇ ଦେଶରେ  କରୋନା ଜନିତ ମୃତ୍ୟୁସଂଖ୍ୟା ୬୦,୪୭୨ରେ ପହଞ୍ଚିଛି। ସେହିପରି ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩ ଲକ୍ଷ ୧୦ ହଜାର ୨୩୫କୁ ବୃଦ୍ଧି ପାଇଛି।  ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ଆକ୍ଟିଭ୍ କେସ୍ ୭,୨୫,୯୯୧ ଥିବାବେଳେ  ସୁସ୍ଥ […]

  • Sunday, 04 July 2021
police
'କରୋନାରେ ୧୪ ପୋଲିସ୍ ମୃତ'

ଭୁବନେଶ୍ୱର: ରାଜ୍ୟରେ ଏଯାବତ ୧୪ ପୁଲିସ କର୍ମଚାରୀଙ୍କ କରୋନାରେ ମୃତ୍ୟୁ। ମୃତ ପୁଲିସ କର୍ମଚାରୀଙ୍କ ପରିବାରକୁ ସାହାଯ୍ୟ ପାଇଁ ଉଦ୍ୟମ କରାଯାଉଛି। ଏନେଇ ସୂଚନା ଦେଇଛି ପୁଲିସ ମହାନିର୍ଦ୍ଦେଶକ ଅଭୟ। ମହାମାରୀ କବଳରେ କରୋନା ଯୋଦ୍ଧା। କେବଳ ଯେ ପୋଲିସ୍ ବିଭାଗ ନୁହେଁ, କରୋନାରେ ଯାଉଛି ଆଉ ଅନ୍ୟ ବିଭାଗରେ କାର୍ଯ୍ୟରତ କୋଭିଡ୍ ଯୋଦ୍ଧା ଜୀବନ। କିଛି ଦିନ ତଳେ ରାଉରକେଲାରେ କରୋନା ସଂକ୍ରମଣ ଯୋଗୁଁ ଜଣେ କୋଭିଡ ଯୋଦ୍ଧା ଡାକ୍ତରଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ […]

  • Sunday, 04 July 2021
gurjar
ଆଉ ଜଣେ କେନ୍ଦ୍ରମନ୍ତ୍ରୀଙ୍କୁ କରୋନା

ନୂଆଦିଲ୍ଲୀ: ମୋଦି ସରକାରରେ ଥିବା ଆଉ ଜଣେ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସାମାଜିକ ନ୍ୟାୟ ଓ ସଶକ୍ତୀକରଣ ମନ୍ତ୍ରଣାଳୟର ରାଷ୍ଟ୍ରମନ୍ତ୍ରୀ ଭାବେ କାର୍ଯ୍ୟ କରୁଥିବା କ୍ରିଷ୍ଣ ପାଲ ଗୁରଜାରଙ୍କ ରିପୋର୍ଟ ପଜିଟିଭ ଆସିଛି। ମନ୍ତ୍ରୀ ଖୋଦ ଏ ସମ୍ପର୍କରେ ଟ୍ୱିଟ କରି ସୂଚନା ଦେଇଛନ୍ତି। स्वास्थ्य संबंधी दिक्कतों को गंभीरता से लेते हुए मैंने कोरोना टेस्ट करवाया जिसकी रिपोर्ट पॉजिटिव आई है। चिकित्सकों के परामर्श पर अब […]

  • Sunday, 04 July 2021
bhubaneswar
ଭୁବନେଶ୍ୱରରେ ୩୮୬ ପଜିଟିଭ ଚିହ୍ନଟ, ୨୦୩ ଲୋକାଲ କେସ୍‌

ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ୩୮୬ ପଜିଟିଭ ଚିହ୍ନଟ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୮୩ ଓ ଲୋକାଲ କଣ୍ଟାକ୍ଟ କେସ୍ ୨୦୩ ରହିଛି। ସେହିପରି ୨୧୩ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ। କେଉଁ ଅଞ୍ଚଳରୁ କେତେ :- ଗଙ୍ଗନଗର ଏସୟୁଏଚ୍‌ରୁ ୩୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୟାପଲ୍ଲୀ ଆଇଡି ମାର୍କେଟର ଏକ ସରକାରୀ ଅଫିସରୁ ୧୫ ଚିହ୍ନଟ ହୋଇଛନ୍ତି। ଏକ ଘରୋଇ ହସ୍ପିଟାଲରୁ ୧୨, ସପ୍ତମ ବାଟାଲିଅନରୁ […]

  • Sunday, 04 July 2021
sero
କାଲିଠୁ ଭୁବନେଶ୍ୱରରେ ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ

ଭୁବନେଶ୍ୱର: କାଲିଠାରୁ ଆରମ୍ଭ ହେବ ଭୁବନେଶ୍ୱରରେ ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେ। RMRCର ଟେକ୍ନିକାଲ ଓ BMCର ପ୍ରଶାସନିକ ଅଧିକାରୀ ମିଳିତ ସର୍ଭେ କରିବେ। BMCର ୨୫ଟି ୱାର୍ଡରେ ଦ୍ୱିତୀୟ ପଯର୍ୟାୟ ସେରୋ ସର୍ଭେ କରିବେ ୫ଟି ଟିମ୍। ୨ଟି ଗ୍ରୁପ କମ୍ୟୁନିଟିି ଓ ହାଇ ରିସ୍କ ବ୍ୟକ୍ତିଙ୍କର ସେରୋ ସର୍ଭେ ହେବ। ପ୍ରଥମ ଦୁଇ ଦିନରେ ୧୫ ଶହ ସାମ୍ପଲ୍ ସଂଗ୍ରହ ଲକ୍ଷ୍ୟ ନେଇ BMC ସୂଚନା ଦେଇଛି। ପ୍ରଥମ ପର୍ଯ୍ୟାୟରେ କମ୍ୟୁନିଟି ସେରୋ ସର୍ଭେଲାନ୍ସରେ […]

  • Sunday, 04 July 2021
cure
ଦିନକରେ ସୁସ୍ଥ ହେଲେ ୨୧୫୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଦିନକରେ ସୁସ୍ଥ ହେଲେ ୨୧୫୦ କରୋନା ଆକ୍ରାନ୍ତ। ଏହାକୁ ମିଶାଇ କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୬୫,୩୨୩କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧାରୁ ୪୩୫, ଗଞ୍ଜାମରୁ ୨୭୭, କଟକରୁ ୨୨୫, ପୁରୀରୁ ୨୧୮, କୋରାପୁଟରୁ ୧୮୨, ଯାଜପୁରରୁ ୧୩୫, ମୟୂରଭଞ୍ଜରୁ ୧୧୯, ବାଲେଶ୍ୱରରୁ ୧୦୧, ଗଜପତିରୁ ୮୯, ମାଲକାନଗିରିରୁ ୭୫, ସୁନ୍ଦରଗଡ଼ରୁ ୭୨, ସମ୍ବଲପୁରରୁ ୬୪, ବଲାଙ୍ଗିରରୁ ୫୧, […]

  • Sunday, 04 July 2021
shutdown
୭ ଦିନ ପାଇଁ ସଟ୍‌ଡାଉନ୍‌ ହେବ ଏହି ସହର

ଝାରସୁଗୁଡ଼ା: ୭ ଦିନ ପାଇଁ ସଟ୍‌ଡାଉନ୍‌ ହେବ ଝାରସୁଗୁଡ଼ା ସହର। ଆସନ୍ତା ୩୦ରୁ ସେପ୍ଟେମ୍ବର ୫ ତାରିଖ ଯାଏ ସଟ୍‌ଡାଉନ୍ ହେବା ନେଇ ଘୋଷଣା ହୋଇଛି। କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କାରେ ପ୍ରଶାସନ ପକ୍ଷରୁ ଏଭଳି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି।ସଟ୍‌ଡାଉନ୍‌ ସମୟରେ କେବଳ ଅତ୍ୟାବଶ୍ୟକୀୟ ସାମଗ୍ରୀ ଦୋକାନ ସକାଳ ୬ରୁ ଦିନ ୧୧ ଯାଏ ଖୋଲା ରହିବ ବୋଲି ସୂଚନା ମିଳିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ବର୍ତ୍ତମାନ […]

ciovid
ଦେଶରେ କରୋନା ସ୍ଥିତି: ୨୪ ଘଣ୍ଟାରେ ମୃତ ୧୦୫୭, ଆକ୍ରାନ୍ତ ୭୭,୨୬୬

ନୂଆଦିଲ୍ଲୀ: ଦେଶରେ କରୋନା ରୋଗୀଙ୍କ ସଂଖ୍ୟା ଯେପରି ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି ତାହା ଚିନ୍ତାର କାରଣ ହୋଇଛି। ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି। ଆଜି ଦେଶରେ ୭୫ ହଜାରରୁ ଅଧିକ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଛି। ଗୁରୁବାର ୭୭ ହଜାର ୨୬୬ କରୋନା ଆକ୍ରାନ୍ତଙ୍କୁ ଚିହ୍ନଟ କରାଯାଇଥିବାବେଳେ ୧୦୫୭ ଜଣଙ୍କର ମୃତ୍ୟୁ ଘଟିଥିବା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି। ଏହାକୁ ମିଶାଇ ଦେଶରେ ଆକ୍ଟିଭ କରୋନା ରୋଗୀଙ୍କ ସଂଖ୍ୟା ୭ […]

  • Sunday, 04 July 2021
corona
ଓଡ଼ିଶାରେ ଦିନକରେ ୩,୬୮୨ କରୋନା ଆକ୍ରାନ୍ତ‌ ଚିହ୍ନଟ, ଚିନ୍ତା ବଢ଼ାଇଲା ଖୋର୍ଦ୍ଧା

ଭୁବନେଶ୍ୱର: ଓଡ଼ିଶାରେ ୩,୬୮୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୩,୬୮୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୪୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୪୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧା (Khordha) ରୁ ସର୍ବାଧିକ ୭୭୫ ଜଣ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯୪, […]

ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୮

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୮ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୫୬ ଛୁଇଁଛି। ଓଡ଼ିଶାରେ ୩,୬୮୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ପଢ଼ନ୍ତୁ: ଓଡ଼ିଶାରେ ଦିନକରେ ୩,୬୮୨ କରୋନା ଆକ୍ରାନ୍ତ‌ ଚିହ୍ନଟ, ଚିନ୍ତା ବଢ଼ାଇଲା ଖୋର୍ଦ୍ଧା

  • Sunday, 04 July 2021