• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

Shutdown 22
JEE, NEET 2020 Exam: ପରୀକ୍ଷା କେନ୍ଦ୍ର ଥିବା ସହର ଗୁଡ଼ିକରେ ଲକ୍‌ଡାଉନ୍‌/ସଟ୍‌ଡାଉନ୍‌ ମନା

ଭୁବନେଶ୍ୱର: JEE (Main) 2020, NEET (UG) ପରୀକ୍ଷାର ସୁପରିଚାଳନା ପାଇଁ ରାଜ୍ୟ ସରକାର ବଡ଼ ନିଷ୍ପତ୍ତି ନେଇଛନ୍ତି। ପରୀକ୍ଷା କେନ୍ଦ୍ର ହୋଇଥିବା ସହର ଗୁଡ଼ିକରେ ଲକ୍‌ଡାଉନ୍‌/ସଟ୍‌ଡାଉନ୍‌ କଟକଣା ଲାଗୁ ନ କରିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଏହାକୁ ଦୃଷ୍ଟିରେ ରଖି ଆସନ୍ତାକାଲିଠୁ ସେପ୍ଟେମ୍ବର ୭ ତାରିଖ ଯାଏ ଏବଂ ସେପ୍ଟେମ୍ବର ୧୨ରୁ ୧୪ ଯାଏ ଲକ୍‌ଡାଉନ୍‌/ସଟ୍‌ଡାଉନ୍ କଟକଣା ଲାଗୁ ହେବନି। କଟକଣା ଲାଗୁ ନ କରିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(SRC) ନିର୍ଦ୍ଦେଶ ଦେଇଛନ୍ତି। ସୂଚନାଥାଉ କି, […]

  • Sunday, 04 July 2021
corona
Odisha Coronavirus Updates: ଚିହ୍ନଟ ହେଲେ ୩,୨୫୨ ନୂଆ କରୋନା ରୋଗୀ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ୩,୨୫୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନ୍‌ ସେଣ୍ଟରରୁ ୧, ୯୮୭ ଏବଂ ଲୋକାଲ କଣ୍ଟାକ୍ଟ ୧, ୨୬୫ ବୋଲି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ସୂଚନା ଦେଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୭୬୨ ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ଖୁସିର କଥା, ଗଞ୍ଜାମ ସ୍ଥିତିରେ ଲଗାତାର ସୁଧାର ଆସୁଛି। ଆଜି ମଧ୍ୟ ଏଠାରେ ୧୬୯ ପଜିଟିଭ ଚିହ୍ନଟ ହୋଇଛନ୍ତି। ଅନ୍ୟପକ୍ଷେ କଟକ ସ୍ଥିତିରେ କୌଣସି […]

  • Sunday, 04 July 2021
corona 11
Coronavirus Updates: ଓଡ଼ିଶାରେ ଆଜି ସର୍ବାଧିକ ୧୪ କରୋନା ରୋଗୀଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୪ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବାଲେଶ୍ୱର, ଭୁବନେଶ୍ୱର,କଟକ, ଜଗତସିଂହପୁର ଓ ମାଲକାନଗିରିରୁ ୨ଜଣ ଲେଖାଏ, ବରଗଡ଼, ଯାଜପୁର,ପୁରୀ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୭୦ ଛୁଇଁଛି। Regret to inform the demise of fourteen […]

Corona Vaccine Update
Corona Updates: ଦେଶରେ ରେକର୍ଡ: ୨୪ ଘଣ୍ଟାରେ ଚିହ୍ନଟ ହେଲେ ସର୍ବାଧିକ ୭୬ ହଜାର ରୋଗୀ

ନୂଆଦିଲ୍ଲୀ:  ଦେଶରେ ମାଡ଼ି ଚାଲିଛି କରୋନା । ଦିନକରେ ୧୦୨୧ ଜଣ କରୋନା ରୋଗୀ ଆଖି ବୁଜିଥିବାବେଳେ ୭୬ ହଜାର ୪୭୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ନୂଆ ତଥ୍ୟକୁ ମିଶାଇ ଦେଶରେ କରୋନାଜନିତ ମୃତ୍ୟୁ ସଖ୍ୟା ୬୨ ହଜାର ୫୫୦ରେ ପହଞ୍ଚିଛି। ସେହିପରି ଦେଶରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୩୪ ଲକ୍ଷ ୬୩ ହଜାର ୯୭୩ରେ ପହଞ୍ଚିଛି। ବର୍ତ୍ତମାନ ୭ ଲକ୍ଷ ୫୨ ହଜାର ୪୨୪ ଜଣ ଚିକିତ୍ସିତ ହେଉଥିବା ବେଳେ୨୬ ଲକ୍ଷ ୪୮ […]

  • Sunday, 04 July 2021
corona 22
ଭଦ୍ରକ ଉପଜିଲ୍ଲାପାଳଙ୍କୁ କରୋନା

ଭଦ୍ରକ: ଭଦ୍ରକ ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଉପଜିଲ୍ଲାପାଳ କରୋନାରେ ଆକ୍ରାନ୍ତ ହୋଇଥିବା ନେଇ ଭଦ୍ରକ ଜିଲ୍ଲା ପ୍ରଶାସନ ପକ୍ଷରୁ ଟ୍ୱିଟ୍ ଯୋଗେ ଏହି  ସୂଚନା ଦିଆଯାଇଛି। ଅତିରିକ୍ତ ଉପଜିଲ୍ଲାପାଳ ମନୋରମା ଭୂୟାଁଙ୍କୁ ଉପଜିଲ୍ଲାପାଳ ଦାୟିତ୍ୱ ମିଳିଛି। ଆସନ୍ତା ସେପ୍ଟେମ୍ବର ୧୫ ଯା‌ଏ ଏହି ଦାୟିତ୍ୱ ରହିବେ ମନୋରମା। ଗତ ୨୪ ଘଣ୍ଟାରେ ଭଦ୍ରକରୁ ୭୬ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି।

  • Sunday, 04 July 2021
corona test
ଲିଫ୍ଟ ଯୋଗୁ ବଢିଲା କରୋନା ସଂକ୍ରମଣ; ଆପର୍ଟମେଣ୍ଟରୁ ବାହାରିଲେ ୨୦ ପଜିଟିଭ

ହାଇଦ୍ରାବାଦ୍‌: ଯିବା ଆସିବାବେଳେ ଯଦି ଲିଫ୍ଟ ବ୍ୟବହାର କରୁଥାନ୍ତି ତେବେ ସାବାଧାନ ! କାରଣ କରୋନା ସଂକ୍ରମଣ ବ୍ୟାପିବାର ଏକ ମାଧ୍ୟମ ପାଲଟିଛି ଲି‍ଫ୍ଟ । ଲିଫ୍ଟ ଯୋଗୁ ଏଠାରେ ୨୦ରୁ ଅଧିକ ଲୋକ ଏଠାରେ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଘଟଣା ଘଟିଛି ତେଲେଙ୍ଗାନାର ଖମ୍ମମ ଜିଲ୍ଲା ଅଞ୍ଚଳରେ । ଖମ୍ମମ ଜିଲ୍ଲାର ବାଇପାସ୍‌ ରୋଡ ଇଲାକାରେ ଥିବା ଏକ ୫ ମହଲା କୋଠାରୁ ୨୦ ଜଣ ପଜିଟିଭ ବାହାରିଛନ୍ତି। ଏହି ବିଲ୍‌ଡିଂରେ ରହୁଥିବା ପ୍ରାୟ […]

  • Sunday, 04 July 2021
CSK
IPL 2020: ଧୋନିଙ୍କ ଟିମ୍‌ର ଆଉ ଜଣେ ଖେଳାଳିଙ୍କୁ କରୋନା

ନୂଆଦିଲ୍ଲୀ: ଚେନ୍ନାଇ ସୁପର କିଙ୍ଗସ ଟିମ୍‌ର ଆଉ ଜଣେ ଖେଳାଳି ରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଗତକାଲି ଚେନ୍ନାଇ ସୁପର କିଙ୍ଗସ ଟିମ୍‌ର ଜଣେ ଫାଷ୍ଟ୍‌ ବୋଲର୍‌ ଏବଂ କିଛି ସଦସ୍ୟଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ଖବର ସାମ୍ନାକୁ ଆସିଥିଲା। ଅନ୍ୟପକ୍ଷରେ, ବ୍ୟକ୍ତିଗତ କାରଣରୁ ଚେନ୍ନାଇ ସୁପର କିଙ୍ଗସ୍‌ ଟିମ୍‌ର ଖେଳାଳି ସୁରେଶ ରାଇନା ଚଳିତ ବର୍ଷ ଆଇପିଏଲ୍‌ର କୌଣସି ମ୍ୟାଚ୍‌ ଖେଳିବେ ନାହିଁ। ସେ ଭାରତ ଫେରି ଆସିଛନ୍ତି। ଚେନ୍ନାଇ ସୁପର […]

  • Sunday, 04 July 2021
corona-guidelines
କେନ୍ଦ୍ରର ବିନା ଅନୁମତିରେ ଲକ୍‌ଡାଉନ୍ କରିପାରିବେନି ରାଜ୍ୟ ସରକାର

ନୂଆଦିଲ୍ଲୀ: କେନ୍ଦ୍ର ସରକାର ଜାରି କରିଥିବା ଅନଲକ୍‌-୪ ଗାଇଡ୍‌ଲାଇନ୍‌ରେ ଅନେକ କିଛି କୋହଳ କରାଯାଇଥିବା ବେଳେ ରାଜ୍ୟ ସରକାରଙ୍କ ଠାରୁ ଲକ୍‌ଡାଉନ୍‌ କରିବାର ଅଧିକାର ଉଠାଇ ନେଇଛନ୍ତି। ଏଣିକି କେନ୍ଦ୍ରର ବିନା ଅନୁମତିରେ ଲକ୍‌ଡାଉନ୍‌ କରିପାରିବେନି ରାଜ୍ୟ ସରକାର ଓ ଜିଲ୍ଲା ପ୍ରଶାସନ।   ଏନେଇ କେନ୍ଦ୍ର ଗୃହମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଥିବା ଗାଇଡ୍‌ଲାଇନ୍‌ରେ କୁହାଯାଇଛି “ କେନ୍ଦ୍ର ସରକାରଙ୍କ ସହିତ ବିନା ପରାମର୍ଶରେ କଣ୍ଟେନ୍‌ମେଣ୍ଟ ଜୋନ୍‌ ବାହାରେ ରାଜ୍ୟ ସରକାର କିମ୍ବା କେନ୍ଦ୍ର ଶାସିତ ଅଞ୍ଚଳ […]

  • Sunday, 04 July 2021
lockdown
ରାଜ୍ୟରେ ଲକଡାଉନ ଓ ସଟଡାଉନ ସାମୟିକ ସ୍ଥଗିତ

ଭୁବନେଶ୍ୱର: ରାଜ୍ୟରେ ଲକଡାଉନ ଓ ସଟଡାଉନ ସାମୟିକ ବାରଣ କଲେ ସରକାର। ଅଗଷ୍ଟ ୩୦ରୁ ସେପ୍ଟେମ୍ବର ୭ ଓ ସେପ୍ଟେମ୍ୱର ୧୨ରୁ ୧୪ ଯାଏ ମନା କରାଯାଇଛି। ଏ ନେଇ ସୂଚନା ଦେଇଛନ୍ତି SRC। ଜେଇଇ ଓ ନିଟ୍ ପରୀକ୍ଷା ପାଇଁ ଲକଡାଉନ ଓ ସଟଡାଉନ ବାରଣ କରାଯାଇଛି। ପରୀକ୍ଷାର୍ଥୀ, ଅଭିଭାବକ, ପରୀକ୍ଷା କେନ୍ଦ୍ର ଷ୍ଟାଫଙ୍କ ସୁବିଧା ପାଇଁ ଏହା ବାରଣ କରାଯାଇଛି। JEE ମେନ୍ ପରୀକ୍ଷା ୧ରୁ ୬ ତାରିଖ ମଧ୍ୟରେ ହେବ। ଓଡ଼ିଶାର ୭ଟି […]

  • Sunday, 04 July 2021
unlock-4-sports
ସେପ୍ଟେମ୍ବର ୨୧ରୁ କ୍ରୀଡ଼ା ଓ ରାଜନୈତିକ ସମାବେଶକୁ ଅନୁମତି

ନୂଆଦିଲ୍ଲୀ: ଆଜି କେନ୍ଦ୍ର ସରକାର ଅନଲକ୍‌-୪ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଏହି ନିୟମ ସେପ୍ଟେମ୍ବର ୧ ତାରିଖରୁ କାର୍ଯ୍ୟକାରୀ ହେବାକୁ ଥିବା ବେଳେ ଅନ୍ୟ କିଛି ଉପରେ ନିର୍ଦ୍ଦିଷ୍ଟ ସମୟ ପାଇଁ କଟକଣା ଜାରି କରାଯାଇଛି। ଯେପରି ସାମାଜିକ କାର୍ଯ୍ୟ ଖେଳ, ଶୈକ୍ଷିକ କାର୍ଯ୍ୟ, ମନୋରଞ୍ଜନ, ସାଂସ୍କୃତିକ, ଧାର୍ମିକ ଏବଂ ରାଜନୈତିକ କାର୍ଯ୍ୟ ପାଇଁ ସେପ୍ଟେମ୍ବର ୨୧ ତାରିଖରୁ ଅନୁମତି ମିଳିଛି। ତେବେ ଏହିସବୁ କାର୍ଯ୍ୟରେ ୧୦୦ରୁ ଅଧିକ ଲୋକ ସାମିଲ୍‌ ହୋଇପାରିବେ ନାହିଁ। ଜାରି ହୋଇଥିବା […]

  • Sunday, 04 July 2021
BASNT-PATA
ଦୁଃସ୍ଥିତିରେ କଳାକାରଙ୍କୁ ସହାୟତାର ହାତ ବଢ଼ାଇଲେ କଣ୍ଠଶିଳ୍ପୀ

ଭୁବନେଶ୍ୱର: ମହାମାରୀ କରୋନା ମଣିଷକୁ ଦୁଃଖ ଦେଇଥିଲେ ବି ଦେଇଛି ଆଶ୍ୱାସନା। ହୃଦୟ ଖୋଲିଦେଲେ ଦୁନିଆର ଦୁଃଖ ରହିବନି-ଏହି ସତ୍ୟକୁ ଆଜି ମଣିଷ ଅନୁଭବ କରିଛି। ଏହି ଦୁଃସ୍ଥିତିରେ ଗରିବଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି ବହୁତ ସହୃଦୟ ଲୋକ। ଏମିତି ଜଣେ ସହୃଦୟ ବ୍ୟକ୍ତି ହେଉଛନ୍ତି କଣ୍ଠଶିଳ୍ପୀ ବସନ୍ତ ପାତ୍ର। କରୋନା ମହାମାରୀ ସମସ୍ତଙ୍କ ମୁହଁରୁ ଛଡ଼େଇ ନେଇଛି ହସ। ଖଟିଖିଆ ମଣିଷମାନଙ୍କ ପେଟରୁ କାଟି ନେଇଛି ଦାନା। ସବୁଠି କାମଧନ୍ଦା ବନ୍ଦ। ବେପାର […]

  • Sunday, 04 July 2021
bhubaneswar
ଭୁବନେଶ୍ୱରରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଆଜି ୫୦୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ ୩୪୫ ସୁସ୍ଥ ହୋଇଥିବା ବେଳେ ୨ ଜଣଙ୍କ ମୃତ୍ୟୁ ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ବିଏମ୍‌ସି। ଏହାକୁ ଭୁବନେଶ୍ୱରରେ ଆକ୍ରାନ୍ତଙ୍କ ସଂଖ୍ୟା ୯୫୦୬ରେ ପହଞ୍ଚିଛି। ୫୭୬୪ ଜଣ ସୁସ୍ଥ ହୋଇ ଘରକୁ ପେରିଛନ୍ତି। ୪୦ ଜଣଙ୍କ ମୃତ୍ୟୁ ହୋଇଛି। ଏବେବି ୩୬୯୩ ଚିକିତ୍ସାଧୀନ ଅଛନ୍ତି। ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ୩,୨୫୨ କରୋନା ପଜିଟିଭ ଚିହ୍ନଟ […]

  • Sunday, 04 July 2021
corona death in odisha
Corona Updates In Odisha: ଲକ୍ଷେ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା, ଦିନକରେ ୩,୦୧୪ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ଟପିଛି। ଗତ ୨୪ ଘଣ୍ଟାରେ ୩,୦୧୪ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ ପାର୍‌ କରିଛି। ଚିହ୍ନଟ ନୂଆ ୩,୦୧୪ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୬୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୪୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧା […]

  • Sunday, 04 July 2021
ଓଡ଼ିଶାରେ କରୋନା ସ୍ଥିତି: ଆଖି ବୁଜିଲେ ଆଉ ୧୨ ଆକ୍ରାନ୍ତ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୨ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୪ଜଣ, ଭୁବନେଶ୍ୱର, କଟକ, ଯାଜପୁର, ମାଲକାନଗିରି, ନବରଙ୍ଗପୁର, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୮୨ ଛୁଇଁଛି। ଅନ୍ୟପକ୍ଷରେ, ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲକ୍ଷେ […]

debi
ବିଧାୟକ ଦେବୀ ମିଶ୍ର କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ଆଉ ଜଣେ ବିଧାୟକଙ୍କୁ କରୋନା। ବଡ଼ମ୍ବା ବିଧାୟକ ଦେବୀ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। କରୋନା ପଜିଟିଭ ନେଇ ସେ ନିଜେ ସୂଚନା ଦେଇଛନ୍ତି। ଏନେଇ ସେ ତାଙ୍କର ଫେସ୍‌ବୁକ୍‌ରେ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି ଯେ, ”ମୋର ହୋଇଥିବା ଟେଷ୍ଟିଂ ଆନୁଷ୍ଠନିକ କମ୍ୟୁନିକେସନରୁ କୋଭିଡ୍ ପଜିଟିଭ ବାହାରିଛି। ଅନ୍ୟ କର୍ମଚାରୀଙ୍କ ପରିବାର ବର୍ଗଙ୍କ ନେଗେଟିଭ ଆସିଛି। ଡ୍ରାଇଭରଙ୍କୁ ହେବାପରେ କାଲିଠାରୁ ମୁଁ ଆଇସୋଲେସନ୍‌ରେ ରହିଛି। ମୋର ଏବେ କୋଣସି ସଂକ୍ରମଣର ବାହ୍ୟ […]

  • Sunday, 04 July 2021
cmc
କଟକ ସହରରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରେ ୨୦୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ୨୨, ସରକାରୀ କ୍ୱାରେଣ୍ଟିନ୍‌ରୁ ୪୩ ଓ ହୋମ୍‌ କ୍ୱାରେଣ୍ଟିନ୍‌ରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି କଟକ ମହାନଗର ନିଗମ (CMC)। କେଉଁ ଅଞ୍ଚଳରୁ କେତେ:- ଚାଉଳିଆଗଞ୍ଜ ନୂଆ ନିମ୍ବସାହି କଣ୍ଟେନମେଣ୍ଟ ଜୋନରୁ ୨୨ ଚିହ୍ନଟ ହୋଇଛନ୍ତି। ସେହିପରି SCB ଆଇସୋଲେସନ ୱାର୍ଡରୁ ୯, କଲେଜ ସ୍କୋୟାର- ୬ ଓ ଜୋବ୍ରାରୁ ୫ ଲୋକାଲ […]

  • Sunday, 04 July 2021
tn
ଏହି ରାଜ୍ୟରେ ଆଉ ମାସେ ବଢ଼ିଲା ଲକଡାଉନ୍

ଚେନ୍ନାଇ: କରୋନା ସଂକ୍ରମଣକୁ ଆଖି ଆଗରେ ରଖି ତାମିଲନାଡୁ ସରକାର ବଡ଼ ଘୋଷଣା କରିଛନ୍ତି। ତାମିଲନାଡୁ ସରକାର ଏବେ ରାଜ୍ୟରେ ଲକଡାଉନ୍ ଅବଧିକୁ ସେପ୍ଟେମ୍ବର ୩୦ ତାରିଖ ପର୍ଯ୍ୟନ୍ତ ବଢ଼ାଇଛନ୍ତି। ତେବେ ଏହି ଲକଡାଉନରେ ସରକାର ସାମାନ୍ୟ କୋହଳ କରିଛନ୍ତି। ରାଜ୍ୟ ସରକାର ଧର୍ମାନୁଷ୍ଠାନ, ହୋଟେଲ ଓ ରିସର୍ଟକୁ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି। ଶନିବାର ମୁଖ୍ୟମନ୍ତ୍ରୀ ଇକେ ପଲାନିସ୍ୱାମୀ ସମସ୍ତ ଜିଲ୍ଲା କଲେକ୍ଟର, ସ୍ୱାସ୍ଥ୍ୟ ବିଶେଷଜ୍ଞ ଏବଂ ସ୍ୱତନ୍ତ୍ର ମେଡିକାଲ୍ ପ୍ୟାନେଲ୍ ସହ ବୈଠକ ପରେ […]

  • Sunday, 04 July 2021
bmc
ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଲା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୫୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି BMCରୁ ୨୯୭ ଜଣ ସୁସ୍ଥ ହୋଇଛନ୍ତି। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। Update on newly detected & cured #COVID19 cases in the last 24 hrs under the BMC area on 30th Aug 2020(till 9am). The ward wise active […]

  • Sunday, 04 July 2021
mask
ସୁସ୍ଥ ହେଲେ ୨୫୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୫୧୯ କରୋନାରୁ ସୁସ୍ଥ ହୋଇଛନ୍ତି। ଏଯାବତ କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୭୩,୨୩୩କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଆଜି ହୋଇଥିବା ଆରୋଗ୍ୟଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୧୯, ଗଞ୍ଜାମରୁ ୨୧୬, ପୁରୀରୁ ୨୧୦, ରାୟଗଡ଼ାରୁ ୨୦୫, କୋରାପୁଟରୁ ୧୬୯, ମୟୂରଭଞ୍ଜରୁ ୧୫୦, କଟକରୁ ୧୨୯, ବାଲେଶ୍ୱରରୁ ୧୦୦, ନୟାଗଡ଼ରୁ ୯୫, ସମ୍ବଲପୁରରୁ ୮୫, ମାଲକାନଗିରିରୁ ୮୪, ଭଦ୍ରକରୁ […]

  • Sunday, 04 July 2021
plasma
ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ୧୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନାକୁ ମାତ୍ ଦେବା ପାଇଁ ପ୍ଲାଜମା ସାଜିଛି ଇଶ୍ୱରଙ୍କ ବରଦାନ। ଆଜି ପ୍ଲାଜମା ଥେରାପିରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦୪ କରୋନା ଆକ୍ରାନ୍ତ। ଏହି ସଫଳତାକୁ ନେଇ ପ୍ଲାଜ୍‌ମା ଥେରାପି ଟିମ୍ ଏବଂ ପ୍ଲାଜ୍‌ମା ଦାନ କରୁଥିବା ବ୍ୟକ୍ତିଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଭିନନ୍ଦନ ଜଣାଇଛି। Today, #Odisha achieved a rare distinction of having discharged 104 patients after treatment through Plasma Therapy & […]

  • Sunday, 04 July 2021
Byomkesh Ray
ଚାନ୍ଦବାଲି ବିଧାୟକଙ୍କୁ କରୋନା: Chandbali MLA Byomkesh Ray Tests Covid19 Positive

ଚାନ୍ଦବାଲି: ଚାନ୍ଦବାଲିର (Chandbali) ବିଜେଡି ବିଧାୟକ ବ୍ୟୋମକେଶ ରାୟ (Byomkesh Ray) କରୋନାରେ ଆକ୍ରାନ୍ତ ହୋଇଛନ୍ତି। ରିପୋର୍ଟ ପଜିଟିଭ୍ ଆସିଥିବା ନେଇ ବିଧାୟକ ନିଜେ ସୋସିଆଲ ମିଡିଆରେ ଏହି ସୂଚନା ଦେଇଛନ୍ତି। ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକମାନଙ୍କୁ ଆଇସୋଲେସନରେ ରହିବାକୁ ବିଧାୟକ ପରାମର୍ଶ ଦେଇଛନ୍ତି। ଭଗବାନଙ୍କ ଆଶୀର୍ବାଦରୁ ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ରହିଛି। ତେବେ ଚାନ୍ଦବାଲିର ବନ୍ୟା ପ୍ରଭାବିତ ଲୋକମାନଙ୍କୁ ସାହାଯ୍ୟ ନ କରିପାରିବାରୁ ବିଧାୟକ Byomkesh ଦୁଃଖ ପ୍ରକାଶ କରିଛନ୍ତି। ଆହୁରି ପଢ଼ନ୍ତୁ: ଓଡ଼ିଶାରେ […]

corona updates in odisha
Corona Updates In Odisha: ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ କରୋନା ପଜିଟିଭ୍‌ ଚିହ୍ନଟ, ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୨,୬୦୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୨,୬୦୨ ଆକ୍ରାନ୍ତଙ୍କ ମଧ୍ୟରୁ ୧,୫୬୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୦୪୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଗତକାଲି ଖୋର୍ଦ୍ଧା (Khordha) ରୁ ୬୮୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆଜି ବି […]

corona death in odisha
Corona Deaths in Odisha: ଆଖି ବୁଜିଲେ ୧୦ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ  ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୯୨ ହୋଇଛି। Corona Deaths Update in Odisha ଆଜି ଭୁବନେଶ୍ୱରରୁ ଜଣେ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଖୋର୍ଦ୍ଧା ଜିଲ୍ଲାର ୩ ଜଣ ରୋଗୀ ଆଖି ବୁଜିଥିବାବେଳେ କନ୍ଧମାଳର ୩, ନୟାଗଡ, ସୁନ୍ଦରଗଡ, ଗଞ୍ଜାମ, […]

  • Sunday, 04 July 2021
corona test
ଦେଶରେ ୩୬ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ୭୮ ହଜାରରୁ ଅଧିକ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ଆଜି ବି ରେକର୍ଡ ସଂଖ୍ୟକ  କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରବିବାର ଦେଶର କରୋନା ପଜିଟିଭଙ୍କ ସଂଖ୍ୟା ୩୬ ଲକ୍ଷ ଟପିଛି। ୨୪ ଘଣ୍ଟାରେ ସବୁଠାରୁ ଅଧିକ କରୋନା ରୋଗୀ ଚିହ୍ନଟ ଦେଶ ତାଲିକାରେ ଭାରତର ନାମ ଏବେ ଆମେରିକାକୁ କାଟି ଉପରେ ରହିଛି। worldometer ଅନୁଯାୟୀ, ଦେଶରେ ଦିନକରେ ୮୦ ହଜାର ପାଖାପାଖି କରୋନା ରୋଗୀ ଚିହ୍ନଟ ହେଉଛନ୍ତି।  ସେହିପରି ଗତ ୨୪ ଘଣ୍ଟାରେ ୯୭୧ ଜଣଙ୍କର ମୃତ୍ୟୁ ଘଟିଛି। ଏଥିସହିତ ଦେଶରେ […]

  • Sunday, 04 July 2021
amit-shah
ସୁସ୍ଥ ହେଲେ ଅମିତ୍ ଶାହ

ନୂଆଦିଲ୍ଲୀ: କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା କରୋନାରୁ ସମ୍ପୂର୍ଣ୍ଣ ସୁସ୍ଥ ହୋଇଛନ୍ତି। ଆଜି ସକାଳ ୭ଟାରେ ତାଙ୍କୁ ମେଡିକାଲରୁ ଡିସଚାର୍ଜ କରାଯାଇଥିବା ଦିଲ୍ଲୀ ଏମ୍ସ ପକ୍ଷରୁ ଏକ ପ୍ରେସ୍ ବିଜ୍ଞପ୍ତି ମାଧ୍ୟମରେ ସୂଚନା ଦିଆଯାଇଛି। ଅମିତ ଶାହା ଅସୁସ୍ଥତା ଅନୁଭବ କରିବାରୁ ଗତ ଅଗଷ୍ଟ ୧୮ରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା। ଦିଲ୍ଲୀ ଏମ୍ସର ନିର୍ଦ୍ଦେଶକ ଡ. ରଣଦୀପ ଗୁଲେରିଆଙ୍କ ନେତୃତ୍ୱରେ ତାଙ୍କର ଚିକିତ୍ସା ଚାଲିଥିଲା। ତାଙ୍କୁ ଓଲ୍ଡ ପ୍ରାଇଭେଟ୍ ୱାର୍ଡରେ ରଖାଯାଇଥିଲା। ସେ କ୍ଲାନ୍ତ […]

  • Sunday, 04 July 2021