ଭୟାବହ ସଂକ୍ରମଣ। ୨୪ଘଣ୍ଟାରେ ୪ହଜାର ୭ଶହ ୧୪ନୂଆ ପଜିଟିଭ୍। ମେଡିକାଲରେ ଭର୍ତ୍ତି ହେଉଛନ୍ତି ମାତ୍ର ୩ ପ୍ରତିଶତ ରୋଗୀ। କାଲିଠୁ ଫ୍ରଣ୍ଟଲାଇନ୍ ଓ୍ୱାର୍କରଙ୍କୁ ବୁଷ୍ଟର ଡୋଜ୍ ଟିକାକରଣ। ବହୁବିଧ ଆକ୍ରାନ୍ତ ବରିଷ୍ଠ ନାଗରିକ ବି ନେବେ ବୁଷ୍ଟର୍ ଡୋଜ୍।
୧୧ ଥର କରୋନା ଟିକା ନେଇ ଫସିଲେ ବୃଦ୍ଧ। ଖୁବ ଶୀଘ୍ର ଗିରଫ ହୋଇପାରନ୍ତି ।
ଦେଶରେ କରୋନା ସଂକ୍ରମଣ ବଢ଼ୁଥିଲେ ହେଁ ରାଜଧାନୀରେ ଲକଡାଉନ୍ ସ୍ଥିତି ଉପୁଜିନି ।
ପ୍ରତିଦିନ ସଂକ୍ରମଣ ବଢ଼ୁଛି.. କୋଭିଡ୍ ସ୍ଥିତି ମୁକାବିଲା ପାଇଁ BMC କଣ୍ଟେନମେଣ୍ଟ ଜୋନ୍ କରି କଟକଣା ଲଗାଉଛି..ଆଜି ପୁଣି ୭ ସ୍ଥାନ କଣ୍ଟେନମେଣ୍ଟ ଘୋଷଣା କରିଛି BMC
କୋଭିଡ୍ ହସ୍ପିଟାଲ ସଂଖ୍ୟା ୪ ଏବଂ ଶଯ୍ୟାସଂଖ୍ୟା ୧୬୯୯କୁ ବୃଦ୍ଧି ପାଇଛି । ପୂର୍ବରୁ ସମ୍ରେ ୮୧୦ ଓ ଆଦିତ୍ୟ ଅଶ୍ୱିନୀରେ ୧୫୦ ବେଡ୍ର ବ୍ୟବସ୍ଥା ଥିଲା ।
ଭୁବନେଶ୍ୱରରେ ବଢ଼ିଲା କଣ୍ଟେନମେଣ୍ଟ ଜୋନ୍। ଭୁବନେଶ୍ୱରରେ ଆଉ ୭ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। କଣ୍ଟେନମେଣ୍ଟ ଅଞ୍ଚଳରେ ୭ ଦିନ କଟକଣା ଲାଗୁ ହେବ।
ଦେଶରେ କରୋନା ସଂକ୍ରମଣ ସ୍ଥିତି ବେହାଲ..ଗତ ୨୪ ଘଣ୍ଟାରେ ଦେଢ଼ ଲକ୍ଷ ଟପିଲା ସଂକ୍ରମଣ ସଂଖ୍ୟା.
ଦେଶରେ କୋଭିଡ୍ ସଂକ୍ରମଣ ସ୍ଥିତି ଅଣାୟତ୍ତ..ରାଜଧାନୀ ଦିଲ୍ଲୀରେ ୨୦ ହଜାର ପାର୍ ଦୈନିକ ସଂକ୍ରମଣ..ମୁମ୍ବାଇରେ ବି ୨୦ ହଜାର ୩୧୮ ନୂଆ ଆକ୍ରାନ୍ତ ଚିନ୍ତା ବଢ଼ାଇଛି.
ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୪ ହଜାର ପାର୍ କରିଛି। ରାଜ୍ୟରେ ଗତ ୨୪ ଘଣ୍ଟାରେ ୪,୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨,୭୫୫ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କେସ୍ ୧,୯୫୯ ରହିଛି।
ଓଡ଼ିଶାରେ ଦୈନିକ କରୋନା ସଂକ୍ରମଣ ୪ ହଜାର ପାର୍ କରିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪,୭୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଗତ ୨୪ ଘଣ୍ଟାରେ ୨୦ ହଜାର ୧୮୧ ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି । ଗତ ଗୁରୁବାର ୧୫ ହଜାର ଏବଂ ଶୁକ୍ରବାର ୧୭ ହଜାରରୁ ଅଧିକ ଆକ୍ରାନ୍ତ ବାହରିଥିବା ବେଳେ ଆଜି ବି କରୋନାର ଲମ୍ବ ଡିଆଁ ଦେଖିଛି ରାଜଧାନୀ । ପଜିଟିଭିଟି ରେଟ୍ ମଧ୍ୟ ବୃଦ୍ଧି ପାଇ ୧୯.୬୦ରେ ପହଂଚିଛି ।
ଉଗ୍ର ରୂପ ନେଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ୍। ରାଜ୍ୟରୁ ଆଉ ୧୪ ଓମିକ୍ରନ୍ ଆକ୍ରାନ୍ତ ବାହାରିଥିବା ବେଳେ ସଂକ୍ରମିତଙ୍କ ସଂଖ୍ୟା ୭୫କୁ ବୃଦ୍ଧି ପାଇଛି।
ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୪ଜଣ ନୂଆ ଓମିକ୍ରନ ଆକ୍ରାନ୍ତ। ଦେଖନ୍ତୁ ବ୍ରେକିଂ ନ୍ୟୁଜ୍
ରାଜ୍ୟରେ ଆଉ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିକ୍ରନ୍ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଲା ILS
କେବଳ କରୋନା ମହାମାରୀ ନୁହେଁ ବରଂ ଏହାର ନୂଆ ଭ୍ୟାରିଆଣ୍ଟ ଓମିକ୍ରନ୍ ମଧ୍ୟ ବିଶ୍ୱରେ ଆତଙ୍କ ସୃଷ୍ଟି କରିଛି । ଯାହାକୁ ନେଇ ଏବେ ବିଭିନ୍ନ ସ୍ଥାନରେ କଟକଣା ଜାରି କରାଯାଇଛି । ଏହାରି ମଧ୍ୟରେ କରୋନାକୁ ନେଇ ଏକ ଆଶ୍ୱସ୍ତିକର ଖବର ଶୁଣିବାକୁ ମିଳିଛି । ଏଣିକି ଆଉ ରହିବନି କଟକଣା । ନାଇଟ୍ କର୍ଫ୍ୟୁକୁ ମଧ୍ୟ ହଟାଇଦିଆଯାଇଛି ।
BMC ପକ୍ଷରୁ RTPCR ଟେଷ୍ଟ ଲାଗି ସବୁ ସୁବିଧା ଯୋଗାଇ ଦିଆଯାଇଛି । BMCର ନୂଆ ନିର୍ଦ୍ଦେଶନାମା ଅନୁସାରେ ଯେଉଁମାନେ ୭୨ଘଣ୍ଟା ମଧ୍ୟରେ RTPCR ପରୀକ୍ଷା କରିଥିବେ, ସେମାନଙ୍କର ଆଉ ବିମାନବନ୍ଦରରେ କୋଭିଡ ଟେଷ୍ଟ ହେବନି ।
ଦେଶରେ ଗତ ୨୪ ଘଣ୍ଟାରେ ୧ ଲକ୍ଷ ୪୧ ହଜାର ୯୮୬ ଆକ୍ରାନ୍ତ ଚିହ୍ନଟ । କାଲିଠାରୁ ଆଜି ୨୪ ହଜାରରୁ ଅଧିକ ସଂକ୍ରମିତ ଚିହ୍ନଟ । ଦୈନିକ ପଜିଟିଭିଟି ହାର ୯.୨୮ ପ୍ରତିଶତକୁ ବଢ଼ିଲା ।
ରାଜ୍ୟରେ ସଂକ୍ରମଣ ବଢ଼ି ବଢ଼ି ଚାଲିଛି.. ଚଳିତ ସିଜିନର ସର୍ବାଧିକ ସଂକ୍ରମିତ ଚିହ୍ନଟ ହୋଇଛନ୍ତି..
ରାଜ୍ୟରେ ଉପରମୁହାଁ କରୋନା ସଂକ୍ରମଣ.. ସଂକ୍ରମଣ ରୋକିବାକୁ ସବୁ ସହରରେ ନାଇଟ୍ କର୍ଫ୍ୟୁ ଲାଗୁ କରାଯାଇଛି.. ଭୁବନେଶ୍ୱରରେ ନିଜେ ପୋଲିସ୍ କମିଶନର ଗ୍ରାଉଣ୍ଡଜିରୋରେ ପହଞ୍ଚି ଅମାନିଆଙ୍କୁ ତାଗିଦ୍ କରିଛନ୍ତି.
ଭୁବନେଶ୍ୱରରେ ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଛି..ଆଉ ୧୧ଟି ସ୍ଥାନକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କଲା BMC
କୋଭିଡ୍ ସଂକ୍ରମଣ ବଢ଼ି ବଢ଼ି ଚାଲିଥିବା ବେଳେ କଟକଣା କଡ଼ାକଡ଼ି କରିଛି ଗଞ୍ଜାମ ଜିଲ୍ଲା ପ୍ରଶାସନ.. କାଲିଠାରୁ ଜିଲ୍ଲାର ସବୁ ଧର୍ମାନୁଷ୍ଠାନ ବନ୍ଦ.
ହୁ ହୁ ହୋଇ ବଢୁଛି କରୋନା ସଂକ୍ରମଣ । ଏହାକୁ ଦୃଷ୍ଟିରେ ରଖି ସାରା ରାଜ୍ୟରେ କଡ଼ାକଡ଼ି ହୋଇଛି କୋଭିଡ କଟକଣା । ରାଜଧାନୀରେ ନାଇଟ କର୍ଫ୍ୟୁ ବେଳେ ଆକ୍ସନ ମୋଡରେ ରହୁଛି ପୋଲିସ୍ ।
ରାଜ୍ୟରେ ଆଜି ରାଜ୍ୟରେ ଦିନକରେ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୧୪୮, ଲୋକାଲ୍ କେସ୍ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି ।
ଆଜି ରାଜ୍ୟରେ ଦିନକରେ ୩୬୭୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କ୍ୱାରେଣ୍ଟିନରୁ ୨୧୪୮, ଲୋକାଲ୍ କେସ୍ ୧୫୩୧ ଜଣ ଚିହ୍ନଟ ହୋଇଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଭୁବନେଶ୍ୱରରେ ବଢ଼ିଲା କଣ୍ଟେନମେଣ୍ଟ ଜୋନ୍ । ଆଉ ୧୧ଟି ସ୍ଥାନକୁ ମାଇକ୍ରୋ କଣ୍ଟେନମେଣ୍ଟ ଜୋନ୍ ଭାବେ ଘୋଷଣା କରିଛି ଭୁବନେଶ୍ୱର ମହାନଗର ନିଗମ(BMC)। କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବା ପରେ ବିଏମ୍ସିର ନର୍ଥ ଜୋନ୍ର ୪ଟି ଓ ଦକ୍ଷିଣପୂର୍ବ ଜୋନ୍ର ୭ଟି ସ୍ଥାନ କଣ୍ଟେନମେଣ୍ଟ କରାଯାଇଛି । ଯାହା ପରେ ରାଜଧାନୀରେ କଣ୍ଟେନମେଣ୍ଟ ଜୋନ୍ ସଂଖ୍ୟା ୨୫କୁ ବୃଦ୍ଧି ପାଇଛି ।