• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

minister-jyoti-panigrahi
ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ସଂକ୍ରମିତ ନେଇ ଟ୍ୱିଟ୍‌ କରି ନିଜେ ମନ୍ତ୍ରୀ ଏହି ସୂଚନା ଦେଇଛନ୍ତି। ଗତ ୭ ଦିନ ମଧ୍ୟରେ ଯେଉଁମାନେ ତାଙ୍କ ସଂସ୍ପର୍ଶରେ ଆସିଛନ୍ତି, ସେମାନେ ‌ଆଇସୋଲେସନରେ ରହିବାକୁ ମନ୍ତ୍ରୀ ପରାମର୍ଶ ଦେଇଛନ୍ତି।

  • Sunday, 04 July 2021
bmc
ଆଜି ବିଏମସିରୁ ଆଉ ୩୯୪ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୯୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନରୁ ୧୫୯ ଓ ଲୋକାଲ କେସ ୨୩୫ ରହିଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। ଏହାଛଡ଼ା ୩୦୮ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 7th Sep 2020(till 9am). […]

  • Sunday, 04 July 2021
covid19
କମିଲା ଆକ୍ରାନ୍ତଙ୍କ ସଂଖ୍ୟା, କିନ୍ତୁ ଦିନକରେ ରେକର୍ଡ ସଂଖ୍ୟକ ମୃତ୍ୟୁ

ନୂଆଦିଲ୍ଲୀ: ଗତ କିଛି ଦିନ ହେବ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିବାରେ ଲାଗିଥିଲା। କିନ୍ତୁ ଏହା ତୁଳନାରେ ସୋମବାର କରୋନା ଆକ୍ରାନ୍ତଙ୍କ ସଂଖ୍ୟାରେ ହ୍ରାସ ପାଇଛି। ଦେଶରେ ଗତ ୨୪ ଘଣ୍ଟା ଭିତରେ ୭୫,୮୦୯ ପଜିଟିଭ୍ ଚିହ୍ନଟ ହୋଇଛି। ଏହାକୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୨,୮୦,୪୨୩ରେ ପହଞ୍ଚିଛି। ଗତ ଦୁଇ ଦିନ ହେବ ଲଗାତର ୯୦ହଜାରରୁ ଅଧିକ କରୋନାରେ ଆକ୍ରାନ୍ତ ହେଇଥିଲେ। ତେବେ ଦେଶରେ ଗତ ୨୪ ଘଣ୍ଟାରେ ମୋଟ […]

  • Sunday, 04 July 2021
coronavirus-1
ରାଜ୍ୟରେ ଆଉ ୩୪୯୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଲଗାତର ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୪୯୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୨୦୯୪ କ୍ୱାରେଣ୍ଟିନ୍ ଏବଂ ୧୩୯୬ ଲୋକାଲ୍ କେସ୍ ବାହାରିଛି। ରାଜ୍ୟରେ ସର୍ବାଧିକ କରୋନା ଆକ୍ରାନ୍ତ ଖୋର୍ଦ୍ଧାରୁ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୫୩୫ ଜଣ ନୂଆ ପଜିଟିଭ୍ ମାମଲା ସାମ୍ନାକୁ ଆସିଥିବା ବେଳେ କଟକରୁ ୩୭୬, ପୁରୀରୁ ୨୧୭, ମୟୂରଭଞ୍ଜରୁ ୨୦୭ ଏବଂ ରାୟଗଡ଼ାରୁ ୨୦୬ ନୂଆ ପଜିଟିଭ୍ ଚିହ୍ନଟ ହୋଇଛି। […]

  • Sunday, 04 July 2021
covid1
ରାଜ୍ୟରେ କରୋନା ନେଲା ଆଉ ୧୩ ଜୀବନ

ଭୁବନେଶ୍ୱର: ଆଜି ରାଜ୍ୟରେ କରୋନା ଯୋଗୁ ୧୩ଜଣଙ୍କର ମୃତ୍ୟୁ ହୋଇଛି। ଏ ନେଇ  ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୯୬ରେ ପହଞ୍ଚିଛି। ସେଥିମଧ୍ୟରୁ ପୁରୀରୁ ସର୍ବାଧିକ ତିନିଜଣଙ୍କ ମୃତ୍ୟୁ ହୋଇଛି। ପୁରୀର ଜଣେ ୭୦ ବର୍ଷୀୟ ବୃଦ୍ଧ, ୬୦ ବର୍ଷୀୟ ବୃଦ୍ଧା ଏବଂ ୪୫ ବର୍ଷୀୟଙ୍କର ଜୀବନ ନେଇଛି କରୋନା। 11.A 48 year old male of Rayagada district who was […]

  • Sunday, 04 July 2021
vaccine
ଖୁସିଖବର, ସାଧାରଣ ଲୋକଙ୍କ ପାଇଁ ଲଞ୍ଚ୍ ହେଲା ପ୍ରଥମ କରୋନା ଭ୍ୟାକସିନ୍

ନୂଆଦିଲ୍ଲୀ: କରୋନା ମହାମାରୀ ଭିତରେ ଆସିଲା ଖୁସି ଖବର। ରୁଷ୍ ପକ୍ଷରୁ ପ୍ରସ୍ତୁତ ହୋଇଥିବା କରୋନା ଭ୍ୟାକସିନ୍ ସ୍ପୁଟନିକ୍-V ଏବେ ସାଧାରଣ ଲୋକଙ୍କ ପାଇଁ ଲଞ୍ଚ କରାଯାଇଛି। ରୁଷ୍ ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ଏହାର ସୂଚନା ଦିଆଯାଇଛି। ଏହି କରୋନା ଭ୍ୟାକସିନ୍ ପ୍ରାଥମିକ ପର୍ଯ୍ୟାୟରେ ଭଲ ରେଜଲ୍ଟ ଦେଉଥିବା କୁହଯାଉଛି। ତେଣୁ ଏହି ଭ୍ୟାକସିନ୍ ଏବେ ଭାରତ ସମେତ ଦୁନିଆର ୫ଟି ଦେଶରେ କ୍ଲିନିକାଲ୍ ଟ୍ରାଏଲ୍ ପାଇଁ ପଠାଯିବ ବୋଲି ରୁଷ୍ ସ୍ପଷ୍ଟ କରିଛି।   ଗମୋଲିୟା […]

  • Sunday, 04 July 2021
bbsr
ଭୁବନେଶ୍ୱରରୁ ଆଜି ଚିହ୍ନଟ ହେଲେ ୩୭୬ କରୋନା ପଜିଟିଭ

ଭୁବନେଶ୍ୱର:ଆଜି ଭୁବନେଶ୍ୱର ୩୭୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ସେଥିରୁ କ୍ୱାରେଣ୍ଟିନ୍ ସେଣ୍ଟରରୁ ୧୪୫ ଏବଂ ଲୋକାଲ କେସ୍ ୨୩୧ । ଏ ନେଇ ଭୁବନେଶ୍ୱର ମହାନଗର ନିଗମ ଟ୍‌:ିଟ କରି ସୂଚନା ଦେଇଛି । ମିଳିଥିବା ଖବର ଅନୁଯାୟୀ ଆଜି ୯ ଜଣ ପୋଲିସ କର୍ମଚାରୀଙ୍କର କରୋନା ରିପୋର୍ଟ ପଜିଟିଭ ଆସିଛି । ସୂଚନାଥାଉ କି, ଆଜି ସୁଦ୍ଧା ବିଏମସି ଅଞ୍ଚଳରୁ ମୋଟ୍‌‌୧୪୦୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । Update on […]

  • Sunday, 04 July 2021
ସେପ୍ଟେମ୍ବର ୨୧ରୁ ଖୋଲିବ ସ୍କୁଲ୍‌, କେବଳ ଏହି କ୍ଲାସ୍‌ର ଛାତ୍ରଛାତ୍ରୀ ହିଁ ଯାଇପାରିବେ ସ୍କୁଲ୍‌

ନୂଆଦିଲ୍ଲୀ: ଆସନ୍ତା ୨୧ ତାରିଖରୁ ଆଂଶିକ ଭାବେ ସ୍କୁଲ୍‌ ଖୋଲିବା ନେଇ ଗ୍ରୀନ୍ ସିଗ୍ନାଲ୍ ପରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ Standard Operating Procedure(SOP) ଜାରି ହୋଇଛି। କେବଳ କଣ୍ଟେନ୍‌ମେଣ୍ଟ ଜୋନ୍ ବାହାରେ ହିଁ ସ୍କୁଲ ଖୋଲାଯାଇ ପାରିବ ବୋଲି SOPରେ ସ୍ପଷ୍ଟ କରାଯାଇଛି। ସେହିପରି କେବଳ ନବମରୁ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କୁ ହିଁ ସ୍କୁଲ ଯିବା ପାଇଁ ଅନୁମତି ଦିଆଯାଇଛି। ଅଭିଭାବକଙ୍କ ପରାମର୍ଶ ଏବଂ ଶିକ୍ଷକଙ୍କ ଲିଖିତ ଅନୁମତି ପରେ ହିଁ ଛାତ୍ରଛାତ୍ରୀ ସ୍କୁଲ ଯାଇପାରିବେ। […]

  • Sunday, 04 July 2021
ଆଷ୍ଟ୍ରାଜେନେକା-ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ କରୋନା ଭ୍ୟାକ୍‌ସିନ୍‌ର ପରୀକ୍ଷଣ ସ୍ଥଗିତ

ନୂଆଦିଲ୍ଲୀ: ଆଷ୍ଟ୍ରାଜେନେକା(AstraZeneca) ଓ ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ କରୋନା ଭ୍ୟାକ୍‌ସିନ୍‌ର ପରୀକ୍ଷଣ ସ୍ଥଗିତ ରଖାଯାଇଛି। ଭ୍ୟାକ୍‌ସିନ୍‌ର ଟ୍ରାଏଲ ବେଳେ ଜଣେ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିବାରୁ ପରୀକ୍ଷଣକୁ ସ୍ଥଗିତ ରଖାଯାଇଥିବା ସୂଚନା ମିଳିଛି। ମିଳିଥିବା ସୂଚନା ଅନୁସାରେ, ହ୍ୟୁମାନ୍‌ ଟ୍ରାଏଲର ତୃତୀୟ ପର୍ଯ୍ୟାୟରେ ଥିବାବେଳେ ଭ୍ୟାକ୍‌ସିନ୍ ନେବା ପରେ ଜଣେ ବ୍ୟକ୍ତି ଗୁରୁତର ଅସୁସ୍ଥ ହୋଇପଡ଼ିଥିଲେ। ତେଣୁ ଏହାକୁ ତର୍ଜମା କରିବା ଲାଗି ବର୍ତ୍ତମାନ ପାଇଁ ପରୀକ୍ଷଣ ବନ୍ଦ ରଖାଯାଇଛି। ନିୟମିତ ସମୀକ୍ଷା କରାଯାଉଥିବାରୁ ପରୀକ୍ଷଣ ସ୍ଥଗିତ […]

  • Sunday, 04 July 2021
corona test
Odisha Corona Update: ଦିନକରେ ୩,୭୪୮ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୭୪୮ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୭୪୮ ଆକ୍ରାନ୍ତଙ୍କ ମଧ୍ୟରୁ ୨,୨୧୦ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୩୮ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୫୧୩୦ରେ ପହଞ୍ଚିଛି।

  • Sunday, 04 July 2021
coronavirus
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ବଲାଙ୍ଗିର, କନ୍ଧମାଳ,ଖୋର୍ଦ୍ଧା,କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦ ହୋଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୭୪୮ ପଜିଟିଭ୍‌ ଚିହ୍ନଟ

covid19
ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ଟପିଲା, ସୁସ୍ଥ ହେ୍ଲେଣି ୩୩ ଲକ୍ଷ

ନୂଆଦିଲ୍ଲୀ: ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩,୮୯୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧,୧୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   ସେପଟେ ଦିନକରେ ୮୯,୭୦୬ ଜଣ ଆକ୍ରାନ୍ତ ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ୭୦ ହଜାର ୧୨୯କୁ ବୃଦ୍ଧି ପାଇଛି।  ତେବେ ୩୩ ଲକ୍ଷ ୯୮ ହଜାର ୮୪୫ ଜଣ ସୁସ୍ଥ ହୋଇ […]

  • Sunday, 04 July 2021
sadashiv
ନବରଙ୍ଗପୁର ବିଧାୟକ କରୋନାରେ ଆକ୍ରାନ୍ତ

ନବରଙ୍ଗପୁର: କରୋନାରେ ଆକ୍ରାନ୍ତ ହୋଇଛନ୍ତି ଆଉଜଣେ ବିଧାୟକ। ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। କେବଳ ସେ ନୁହନ୍ତି, ତାଙ୍କ ପତ୍ନୀ କୌଶଲ୍ୟା ପ୍ରଧାନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କିଛି ଦିନ ତଳେ ସଦାଶିବଙ୍କ ନିକଟରେ କରୋନା ଲକ୍ଷଣ ଦେଖା ଯାଉଥିଲା ଏବଂ ସେ ଅସୁସ୍ଥ ଅନୁଭୂତ କରିଥିଲେ। ଏହି କାରଣରୁ ଉଭୟ ସଦାଶିବ ଏବଂ ତାଙ୍କ ପତ୍ନୀଙ୍କର ଟେଷ୍ଟ କରାଯାଇଥିଲା। ରିପୋର୍ଟ ଆସିବା ପରେ ଉଭୟଙ୍କର ପଜିଟିଭ୍ ଆସିଥିବା ଜଣା […]

  • Sunday, 04 July 2021
bmc
ବିଏମସିରୁ ଆଉ ୪୨୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ଆଉ ୪୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନ୍‌ରୁ ୧୯୧ ଓ ଲୋକାଲ କେସ୍‌ ୨୩୬ ଚିହ୍ନଟ ହୋଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update on newly detected & cured #COVID19 cases in the last 24 hrs under the BMC area on 9th Sep 2020(till 9am). Further contact tracing is […]

  • Sunday, 04 July 2021
vac
ଭାରତରେ ବନ୍ଦ ହେବନି ଅକ୍ସଫୋର୍ଡ ୟୁନିଭର୍ସିଟି କରୋନା ଭ୍ୟାକସିନର ଟ୍ରାଏଲ୍

ନୂଆଦିଲ୍ଲୀ: ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ କରୋନା ଭ୍ୟାକସିନକୁ ବଡ଼ ଝଟକା ଲାଗିଛି। ବ୍ରିଟେନର ଫାର୍ମାସ୍ୟୁଟିକାଲ୍ସ କମ୍ପାନୀ ଆଷ୍ଟ୍ରାଜେନେକା ତା’ର ତୃତୀୟ ଓ ଅନ୍ତିମ ପର୍ଯ୍ୟାୟ ଟ୍ରାଏଲକୁ ବନ୍ଦ କରାଯାଇଛି। କିନ୍ତୁ ଭାରତରେ ଏହି ଭ୍ୟାକସିନର ଟ୍ରାଏଲ୍ ବନ୍ଦ ହେବନି ବୋଲି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ସ୍ପଷ୍ଟ କରିଛି। ଏହି ସଂସ୍ଥା ତରଫରୁ କୁହାଯାଇଛି ଯେ ସେଠାକାର ପରିସ୍ଥିତି ସଂପର୍କରେ ଆମେ କିଛି ମନ୍ତବ୍ୟ ଦେବାକୁ ଚାହୁଁନାହୁଁ। ଟ୍ରାଏଲ ବନ୍ଦ କରି ଏହାର ସମୀକ୍ଷା କରାଯାଉଥିବା ଆଷ୍ଟ୍ରାଜେନେକା […]

  • Sunday, 04 July 2021
covid19
ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହି କ୍ରମରେ ଆଜି ରାଜ୍ୟରେ ମୋଟ ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ୧,୦୫,୨୯୫ ଜଣ ଆରୋଗ୍ୟ ଲାଭ କରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। Another 3110 Covid patients have recovered and are being discharged on 09.09.2020 1023 from Khordha215 from Puri202 from […]

  • Sunday, 04 July 2021
corona test
ଆଜି ଓଡ଼ିଶାରେ ସର୍ବାଧିକ ୩,୯୯୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୮୭

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୯୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୭୬ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି।

  • Sunday, 04 July 2021
ଓଡ଼ିଶାରେ କରୋନା ନେଲା ଆଉ ୧୧ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, କଟକ, ପୁରୀରୁ ୨ଜଣ ଲେଖାଏ,ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୯୧ ହୋଇଛି। ପଢ଼ନ୍ତୁ: ଆଜି ଓଡ଼ିଶାରେ ସର୍ବାଧିକ ୩,୯୯୧ କରୋନା ପଜିଟିଭ୍‌‌ ଚିହ୍ନଟ

  • Sunday, 04 July 2021
corona test
ଦେଶରେ ଦିନକରେ ସର୍ବାଧିକ ୯୫,୭୩୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ସର୍ବାଧିକ ୯୫,୭୩୫ ଆକ୍ରାନ୍ତଙ୍କ ସହ ୧,୧୭୨ ଜଣଙ୍କ ମୃତ୍ୟୁ ହୋଇଛି । ଏହି ସଂଖ୍ୟାକୁ ମିଶାଇ ଏବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫,୦୬୨ରେ ପହଞ୍ଚିଛି । ଦିନକରେ ୭୨, ୯୩୯ ଜଣ କରୋନାକୁ ମାତ୍ ଦେଇଛନ୍ତି। ଏହାକୁ ମିଶାଇ ଦେଶରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ୮୬୪କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ମୋଟ ୯ ଲକ୍ଷ ୧୯ ହଜାର […]

  • Sunday, 04 July 2021
corona
‘ସେପ୍ଟେମ୍ବର ଶେଷ ବେଳକୁ କରୋନା ସଂକ୍ରମଣ କମିପାରେ’

ଭୁବନେଶ୍ୱର: ସେପ୍ଟେମ୍ବର ମାସ ଶେଷ ବେଳକୁ କରୋନା ସଂକ୍ରମଣ କମିବା ଆରମ୍ଭ କରିବ ବୋଲି ଆଶା କରାଯାଉଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେବେ ଏହା କମିବ, ତାହା କହିବା କଷ୍ଟକର ବୋଲି କରୋନା ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖି ଏହା କହିଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଲୋକମାନେ କୋଭିଡ୍ ଗାଇଡ଼ଲାଇନ୍ସକୁ ମାନିବାକୁ ପଡ଼ିବ। ନଚେତ୍‌ ପଜିିଟିଭ୍ ସଂଖ୍ୟା ବଢ଼ିବ। ରାଜ୍ୟରେ ୮୦% ଆକ୍ରାନ୍ତ ଲକ୍ଷଣ ବିହୀନ ଅଛନ୍ତି। ତେଣୁ ଆମେ ହୋମ […]

  • Sunday, 04 July 2021
thermal
କରାେନା ସଂକ୍ରମଣକୁ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଏହି ଫର୍ମୂଲା

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଗଞ୍ଜାମ ଫର୍ମୂଲା। ଭୁବନେଶ୍ୱରରେ ସଂକ୍ରମଣ ରୋକିବାକୁ ବ୍ୟାପକ ହେଲଥ ସ୍କ୍ରିନିଂ କରାଯିବ। ଏଥିପାଇଁ ୫୬୫ ଟି ରାପିଡ୍ ରେସପନ୍ସ ଟିମ୍ ଗଠନ କରାଯାଇଛି। ଏମାନେ ବସ୍ତି ଓ ଅନ୍ୟ ଅଞ୍ଚଳରେ ହେଲଥ ସ୍କ୍ରିନିଂ କରିବେ। ସେହିପରି ହୋମ ଆଇସୋଲେସନରେ ଥିବା ସଂକ୍ରମିତଙ୍କ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ବିଏମସି। ହୋମ ଆଇସୋଲେସନରେ ଥିବା ଲୋକଙ୍କ ସହ ଭିଡିଓ ଜରିଆରେ ରୋଗୀଙ୍କୁ ପରାମର୍ଶ ଦିଆଯିବ। କରୋନା ଲକ୍ଷଣ […]

  • Sunday, 04 July 2021
covashield
ଭାରତରେ ସ୍ଥଗିତ ହେଲା କୋଭିସିଲ୍ଡ ଭ୍ୟାକସିନର ଟ୍ରାଏଲ୍

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହା ମଧ୍ୟରେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଯେ ସାଧାରଣ ଲୋକଙ୍କ ପାଖରେ କରୋନା ଭ୍ୟାକସିନ୍ କେବେ ପହଞ୍ଚିବ। କିନ୍ତୁ ଏବେ ଭ୍ୟାକସିନକୁ ନେଇ ଆସିଛି ଆସିଛି ଦୁଃଖଦ ଖବର। ଭାରତରେ ଏବେ କୋଭିସିଲ୍ଡ ଭ୍ୟାକସିନର ଟ୍ରାଏଲକୁ ସ୍ଥଗିତ କରିଦିଆଯାଇଛି। ଆମେରିକା ଅକ୍ସଫୋର୍ଡ କମ୍ପାନୀ ଦ୍ୱାରା ପ୍ରସ୍ତୁତ କୋଭିସିଲ୍ଡ ଭ୍ୟାକସିନର ଟ୍ରାଏଲକୁ ବନ୍ଦ କରିବା ନେଇ ଘୋଷଣା କରିଛି ସେରମ୍ ଇନଷ୍ଟିଚ୍ୟୁଟ୍। ଏ ନେଇ ସେରମ୍ […]

  • Sunday, 04 July 2021
bmc
ବିଏମସିରୁ ୪୬୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ଦିନକୁ ଦିନ ଏଠାରେ ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଆଜି ଭୁବନେଶ୍ୱର ଟାଉନ୍‌ରୁ ୪୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନ୍‌ରୁ ୧୮୫ ଓ ଲୋକାସ୍‌ କେସ୍‌ ୨୭୫ ରହିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ଜଣାଇଛି। ଏହାଛଡ଼ା ଆଜି ବିଏମସିରୁ ୪୦୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in […]

  • Sunday, 04 July 2021
corona
ଆଜି ରାଜ୍ୟରେ ସୁସ୍ଥ ହେଲେ ୨୭୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ୧ ଲକ୍ଷ ୮ ହଜାର ୧ ଜଣ ଆରୋଗ୍ୟ ଲାଭ କରି ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, […]

  • Sunday, 04 July 2021
shutdown
ଆଜିଠୁ ୭୨ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଏହି ସହର ସଟ୍‌ଡାଉନ୍

ବିନିକା: ଆଜି ସକାଳ ୬ଟାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସଟ୍‌ଡାଉନ୍‌ ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଗତ କିଛି ଦିନ ହେଲା ବିନିକା ସହରରେ କରୋନା ପଜିଟିଭ୍‌ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ସଂକ୍ରମଣକୁ ରୋକିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ସୁବର୍ଣ୍ଣପୁର ଜିଲ୍ଲାରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି […]

  • Sunday, 04 July 2021