• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

coronavirus
ଓଡ଼ିଶାରେ କରୋନା ସ୍ଥିତି: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ୪, ଭୁବନେଶ୍ୱରରୁ ୨, ବଲାଙ୍ଗିର, କନ୍ଧମାଳ,ଖୋର୍ଦ୍ଧା,କେନ୍ଦୁଝର ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୮୦ ହୋଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୭୪୮ ପଜିଟିଭ୍‌ ଚିହ୍ନଟ

covid19
ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ଟପିଲା, ସୁସ୍ଥ ହେ୍ଲେଣି ୩୩ ଲକ୍ଷ

ନୂଆଦିଲ୍ଲୀ: ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩,୮୯୦ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ୧,୧୧୫ ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।   ସେପଟେ ଦିନକରେ ୮୯,୭୦୬ ଜଣ ଆକ୍ରାନ୍ତ ପରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୩ ଲକ୍ଷ ୭୦ ହଜାର ୧୨୯କୁ ବୃଦ୍ଧି ପାଇଛି।  ତେବେ ୩୩ ଲକ୍ଷ ୯୮ ହଜାର ୮୪୫ ଜଣ ସୁସ୍ଥ ହୋଇ […]

  • Sunday, 04 July 2021
sadashiv
ନବରଙ୍ଗପୁର ବିଧାୟକ କରୋନାରେ ଆକ୍ରାନ୍ତ

ନବରଙ୍ଗପୁର: କରୋନାରେ ଆକ୍ରାନ୍ତ ହୋଇଛନ୍ତି ଆଉଜଣେ ବିଧାୟକ। ନବରଙ୍ଗପୁର ବିଧାୟକ ସଦାଶିବ ପ୍ରଧାନୀ କରୋନାରେ ଆକ୍ରାନ୍ତ ହୋଇଥିବା ଜଣାପଡ଼ିଛି। କେବଳ ସେ ନୁହନ୍ତି, ତାଙ୍କ ପତ୍ନୀ କୌଶଲ୍ୟା ପ୍ରଧାନୀ ମଧ୍ୟ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କିଛି ଦିନ ତଳେ ସଦାଶିବଙ୍କ ନିକଟରେ କରୋନା ଲକ୍ଷଣ ଦେଖା ଯାଉଥିଲା ଏବଂ ସେ ଅସୁସ୍ଥ ଅନୁଭୂତ କରିଥିଲେ। ଏହି କାରଣରୁ ଉଭୟ ସଦାଶିବ ଏବଂ ତାଙ୍କ ପତ୍ନୀଙ୍କର ଟେଷ୍ଟ କରାଯାଇଥିଲା। ରିପୋର୍ଟ ଆସିବା ପରେ ଉଭୟଙ୍କର ପଜିଟିଭ୍ ଆସିଥିବା ଜଣା […]

  • Sunday, 04 July 2021
bmc
ବିଏମସିରୁ ଆଉ ୪୨୭ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଜି ଆଉ ୪୨୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନ୍‌ରୁ ୧୯୧ ଓ ଲୋକାଲ କେସ୍‌ ୨୩୬ ଚିହ୍ନଟ ହୋଇଛି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update on newly detected & cured #COVID19 cases in the last 24 hrs under the BMC area on 9th Sep 2020(till 9am). Further contact tracing is […]

  • Sunday, 04 July 2021
vac
ଭାରତରେ ବନ୍ଦ ହେବନି ଅକ୍ସଫୋର୍ଡ ୟୁନିଭର୍ସିଟି କରୋନା ଭ୍ୟାକସିନର ଟ୍ରାଏଲ୍

ନୂଆଦିଲ୍ଲୀ: ଅକ୍ସଫୋର୍ଡ ୟୁନିଭର୍ସିଟି ଦ୍ୱାରା ପ୍ରସ୍ତୁତ କରୋନା ଭ୍ୟାକସିନକୁ ବଡ଼ ଝଟକା ଲାଗିଛି। ବ୍ରିଟେନର ଫାର୍ମାସ୍ୟୁଟିକାଲ୍ସ କମ୍ପାନୀ ଆଷ୍ଟ୍ରାଜେନେକା ତା’ର ତୃତୀୟ ଓ ଅନ୍ତିମ ପର୍ଯ୍ୟାୟ ଟ୍ରାଏଲକୁ ବନ୍ଦ କରାଯାଇଛି। କିନ୍ତୁ ଭାରତରେ ଏହି ଭ୍ୟାକସିନର ଟ୍ରାଏଲ୍ ବନ୍ଦ ହେବନି ବୋଲି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ସ୍ପଷ୍ଟ କରିଛି। ଏହି ସଂସ୍ଥା ତରଫରୁ କୁହାଯାଇଛି ଯେ ସେଠାକାର ପରିସ୍ଥିତି ସଂପର୍କରେ ଆମେ କିଛି ମନ୍ତବ୍ୟ ଦେବାକୁ ଚାହୁଁନାହୁଁ। ଟ୍ରାଏଲ ବନ୍ଦ କରି ଏହାର ସମୀକ୍ଷା କରାଯାଉଥିବା ଆଷ୍ଟ୍ରାଜେନେକା […]

  • Sunday, 04 July 2021
covid19
ଆଜି ରାଜ୍ୟରେ ସୁସ୍ଥ ହେଲେ ଆଉ ୩୧୧୦ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହି କ୍ରମରେ ଆଜି ରାଜ୍ୟରେ ମୋଟ ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଏପର୍ଯ୍ୟନ୍ତ ୧,୦୫,୨୯୫ ଜଣ ଆରୋଗ୍ୟ ଲାଭ କରିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। Another 3110 Covid patients have recovered and are being discharged on 09.09.2020 1023 from Khordha215 from Puri202 from […]

  • Sunday, 04 July 2021
corona test
ଆଜି ଓଡ଼ିଶାରେ ସର୍ବାଧିକ ୩,୯୯୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୮୭

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୯୯୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୧୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୭୬ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୮୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୩୯୧୨୧ରେ ପହଞ୍ଚିଛି।

  • Sunday, 04 July 2021
ଓଡ଼ିଶାରେ କରୋନା ନେଲା ଆଉ ୧୧ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, କଟକ, ପୁରୀରୁ ୨ଜଣ ଲେଖାଏ,ଭଦ୍ରକ, ଗଞ୍ଜାମ, କୋରାପୁଟ, ନୟାଗଡ଼ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୯୧ ହୋଇଛି। ପଢ଼ନ୍ତୁ: ଆଜି ଓଡ଼ିଶାରେ ସର୍ବାଧିକ ୩,୯୯୧ କରୋନା ପଜିଟିଭ୍‌‌ ଚିହ୍ନଟ

  • Sunday, 04 July 2021
corona test
ଦେଶରେ ଦିନକରେ ସର୍ବାଧିକ ୯୫,୭୩୫ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ:ଦେଶରେ ବଢ଼ିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଦିନକରେ ସର୍ବାଧିକ ୯୫,୭୩୫ ଆକ୍ରାନ୍ତଙ୍କ ସହ ୧,୧୭୨ ଜଣଙ୍କ ମୃତ୍ୟୁ ହୋଇଛି । ଏହି ସଂଖ୍ୟାକୁ ମିଶାଇ ଏବେ ଦେଶରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୫,୦୬୨ରେ ପହଞ୍ଚିଛି । ଦିନକରେ ୭୨, ୯୩୯ ଜଣ କରୋନାକୁ ମାତ୍ ଦେଇଛନ୍ତି। ଏହାକୁ ମିଶାଇ ଦେଶରେ  ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ୮୬୪କୁ ବୃଦ୍ଧି ପାଇଛି। ବର୍ତ୍ତମାନ ଦେଶରେ ମୋଟ ୯ ଲକ୍ଷ ୧୯ ହଜାର […]

  • Sunday, 04 July 2021
corona
‘ସେପ୍ଟେମ୍ବର ଶେଷ ବେଳକୁ କରୋନା ସଂକ୍ରମଣ କମିପାରେ’

ଭୁବନେଶ୍ୱର: ସେପ୍ଟେମ୍ବର ମାସ ଶେଷ ବେଳକୁ କରୋନା ସଂକ୍ରମଣ କମିବା ଆରମ୍ଭ କରିବ ବୋଲି ଆଶା କରାଯାଉଛି। ହେଲେ ନିର୍ଦ୍ଦିଷ୍ଟ ଭାବେ କେବେ ଏହା କମିବ, ତାହା କହିବା କଷ୍ଟକର ବୋଲି କରୋନା ସ୍ଥିତି ନେଇ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର ପ୍ରତିକ୍ରିୟା ରଖି ଏହା କହିଛନ୍ତି। ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ କହିଛନ୍ତି, ଲୋକମାନେ କୋଭିଡ୍ ଗାଇଡ଼ଲାଇନ୍ସକୁ ମାନିବାକୁ ପଡ଼ିବ। ନଚେତ୍‌ ପଜିିଟିଭ୍ ସଂଖ୍ୟା ବଢ଼ିବ। ରାଜ୍ୟରେ ୮୦% ଆକ୍ରାନ୍ତ ଲକ୍ଷଣ ବିହୀନ ଅଛନ୍ତି। ତେଣୁ ଆମେ ହୋମ […]

  • Sunday, 04 July 2021
thermal
କରାେନା ସଂକ୍ରମଣକୁ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଏହି ଫର୍ମୂଲା

ଭୁବନେଶ୍ୱର: କରୋନା ସଂକ୍ରମଣ ରୋକିବା ପାଇଁ ରାଜଧାନୀରେ ଲାଗୁ ହେବ ଗଞ୍ଜାମ ଫର୍ମୂଲା। ଭୁବନେଶ୍ୱରରେ ସଂକ୍ରମଣ ରୋକିବାକୁ ବ୍ୟାପକ ହେଲଥ ସ୍କ୍ରିନିଂ କରାଯିବ। ଏଥିପାଇଁ ୫୬୫ ଟି ରାପିଡ୍ ରେସପନ୍ସ ଟିମ୍ ଗଠନ କରାଯାଇଛି। ଏମାନେ ବସ୍ତି ଓ ଅନ୍ୟ ଅଞ୍ଚଳରେ ହେଲଥ ସ୍କ୍ରିନିଂ କରିବେ। ସେହିପରି ହୋମ ଆଇସୋଲେସନରେ ଥିବା ସଂକ୍ରମିତଙ୍କ ଘରୁ ବର୍ଜ୍ୟବସ୍ତୁ ସଂଗ୍ରହ କରିବ ବିଏମସି। ହୋମ ଆଇସୋଲେସନରେ ଥିବା ଲୋକଙ୍କ ସହ ଭିଡିଓ ଜରିଆରେ ରୋଗୀଙ୍କୁ ପରାମର୍ଶ ଦିଆଯିବ। କରୋନା ଲକ୍ଷଣ […]

  • Sunday, 04 July 2021
covashield
ଭାରତରେ ସ୍ଥଗିତ ହେଲା କୋଭିସିଲ୍ଡ ଭ୍ୟାକସିନର ଟ୍ରାଏଲ୍

ନୂଆଦିଲ୍ଲୀ: ଦେଶରେ କରୋନା ମହାମାରୀ ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ଏହା ମଧ୍ୟରେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଯେ ସାଧାରଣ ଲୋକଙ୍କ ପାଖରେ କରୋନା ଭ୍ୟାକସିନ୍ କେବେ ପହଞ୍ଚିବ। କିନ୍ତୁ ଏବେ ଭ୍ୟାକସିନକୁ ନେଇ ଆସିଛି ଆସିଛି ଦୁଃଖଦ ଖବର। ଭାରତରେ ଏବେ କୋଭିସିଲ୍ଡ ଭ୍ୟାକସିନର ଟ୍ରାଏଲକୁ ସ୍ଥଗିତ କରିଦିଆଯାଇଛି। ଆମେରିକା ଅକ୍ସଫୋର୍ଡ କମ୍ପାନୀ ଦ୍ୱାରା ପ୍ରସ୍ତୁତ କୋଭିସିଲ୍ଡ ଭ୍ୟାକସିନର ଟ୍ରାଏଲକୁ ବନ୍ଦ କରିବା ନେଇ ଘୋଷଣା କରିଛି ସେରମ୍ ଇନଷ୍ଟିଚ୍ୟୁଟ୍। ଏ ନେଇ ସେରମ୍ […]

  • Sunday, 04 July 2021
bmc
ବିଏମସିରୁ ୪୬୦ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାର ନାଁ ନେଉନାହିଁ। ଦିନକୁ ଦିନ ଏଠାରେ ସ୍ଥିତି ସାଙ୍ଘାତିକ ହେବାରେ ଲାଗିଛି। ଆଜି ଭୁବନେଶ୍ୱର ଟାଉନ୍‌ରୁ ୪୬୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ କ୍ୱାରେଣ୍ଟିନ୍‌ରୁ ୧୮୫ ଓ ଲୋକାସ୍‌ କେସ୍‌ ୨୭୫ ରହିଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ଜଣାଇଛି। ଏହାଛଡ଼ା ଆଜି ବିଏମସିରୁ ୪୦୫ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in […]

  • Sunday, 04 July 2021
corona
ଆଜି ରାଜ୍ୟରେ ସୁସ୍ଥ ହେଲେ ୨୭୦୬ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୭୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଏପର୍ଯ୍ୟନ୍ତ ୧ ଲକ୍ଷ ୮ ହଜାର ୧ ଜଣ ଆରୋଗ୍ୟ ଲାଭ କରି ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୧୧ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧାରୁ ୩୫୪, ମୟୂରଭଞ୍ଜରୁ ୨୩୩, ଗଞ୍ଜାମରୁ ୧୭୩, ନୟାଗଡ଼ରୁ ୧୫୨, […]

  • Sunday, 04 July 2021
shutdown
ଆଜିଠୁ ୭୨ ଘଣ୍ଟା ପର୍ଯ୍ୟନ୍ତ ଓଡ଼ିଶାର ଏହି ସହର ସଟ୍‌ଡାଉନ୍

ବିନିକା: ଆଜି ସକାଳ ୬ଟାରୁ ୭୨ ଘଣ୍ଟା ପର୍ଯ୍ୟନ୍ତ ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହରକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସଟ୍‌ଡାଉନ୍‌ ସମୟରେ ଜରୁରୀକାଳୀନ ସେବାକୁ ବାଦ୍ ଦେଲେ ସମସ୍ତ ଦୋକାନ ବଜାର ବନ୍ଦ ରହିବା ପାଇଁ ନିଷ୍ପତ୍ତି ନିଆଯାଇଛି। ଗତ କିଛି ଦିନ ହେଲା ବିନିକା ସହରରେ କରୋନା ପଜିଟିଭ୍‌ ସଂଖ୍ୟା ମଧ୍ୟ ବଢ଼ି ଚାଲିଛି। ସଂକ୍ରମଣକୁ ରୋକିବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ସୁବର୍ଣ୍ଣପୁର ଜିଲ୍ଲାରେ ଦିନକୁ ଦିନ କାୟା ବିସ୍ତାର କରି ଚାଲିଛି […]

  • Sunday, 04 July 2021
covid19
ଦେଶରେ ଦିନକରେ ୯୬,୫୫୧ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ମାଡ଼ି ଚାଲିଛି କରୋନା । ଗତ ୨୪ ଘଣ୍ଟାରେ ସର୍ବାଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦେଶରେ ଦିନକରେ ୯୬,୫୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି l ୨୪ ଘଣ୍ଟାରେ ୧,୨୦୯ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୭୬,୨୭୧କୁ ଛୁଇଁଛି। ଆଜିର ତଥ୍ୟ ଅନୁସାରେ,  ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୫ ଲକ୍ଷ ୬୨ ହଜାର ୪୧୫କୁ ବୃଦ୍ଧି ପାଇଛି। ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ […]

  • Sunday, 04 July 2021
corona test
Coronavirus Odisha Update: ୨୪ ଘଣ୍ଟାରେ ୩,୯୯୬ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୯୯୬ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୯୯୬ ଆକ୍ରାନ୍ତଙ୍କ ମଧ୍ୟରୁ ୨,୩୫୯ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୬୩୭ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୦୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।   ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧୧୭ରେ […]

  • Sunday, 04 July 2021
ଦିନକରେ ‌ଆଖି ବୁଜିଲେ ୧୪ କରୋନା ଆକ୍ରାନ୍ତ, ଓଡ଼ିଶାରେ ୬୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୪ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱରରୁ ୪, ପୁରୀରୁ ୩, ମୟୂରଭଞ୍ଜରୁ ୨, ଖୋର୍ଦ୍ଧା, କଟକ, କଳାହାଣ୍ଡି, କୋରାପୁଟ, ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୦୫ ହୋଇଛି।   ପଢ଼ନ୍ତୁ: ୨୪ ଘଣ୍ଟାରେ ୩,୯୯୬ ପଜିଟିଭ୍‌ ଚିହ୍ନଟ

  • Sunday, 04 July 2021
tukuni-sahu
ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ରାଜ୍ୟର ବହୁ ରାଜନେତା ମଧ୍ୟ ମହାମାରୀ କରୋନାରେ ଆକ୍ରାନ୍ତ ହେଉଥିବା ଖବର ସାମ୍ନାକୁ ଆସିଛି। କିଛିଦିନ ତଳେ ହସ୍ତତନ୍ତ ଓ ବୟନ ଶିଳ୍ପ ମନ୍ତ୍ରୀ ପଦ୍ମିନୀ ଦିଆନ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଥିବା ବେଳେ ଏବେ ଓଡ଼ିଶାର ଆଉ ଜଣେ ମନ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଖବର ସାମ୍ନାକୁ ଆସିଛି। ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ […]

  • Sunday, 04 July 2021
corona
ରାଜ୍ୟରେ ଆଉ ୪୦୬୧ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୪୦୬୧ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ଆଜି ସୁଦ୍ଧା ୧୧୨୦୬୨ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। 45 from Rayagada37 from Kalahandi33 from Bolangir33 from Sonepur32 from Kandhamal31 from Boudh26 from Deogarh24 from Malkangiri23 from Gajapati — H & FW Dept Odisha (@HFWOdisha) September 11, […]

  • Sunday, 04 July 2021
corona
ଦିନକରେ ଓଡ଼ିଶାରେ ୩,୭୭୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରେ କେବଳ ୮୧୫

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୭୭୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୩,୭୭୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୧୯୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୫୮୬ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୧୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୪୬୮୯୪ରେ ପହଞ୍ଚିଛି।

  • Sunday, 04 July 2021
CoronaDeathsInOdisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକରୁ ୩, ଖୋର୍ଦ୍ଧାରୁ ୨, ବଲାଙ୍ଗିର, ଯାଜପୁର, କନ୍ଧମାଳ,କେନ୍ଦୁଝର, ନୟାଗଡ଼ ଓ ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୧୬ ହୋଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୩,୭୭୭ କରୋନା ଆକ୍ରାନ୍ତ‌ ଚିହ୍ନଟ, ଖୋର୍ଦ୍ଧାରେ କେବଳ […]

  • Sunday, 04 July 2021
Capture
ଦେଶରେ ପୁଣି ରେକର୍ଡ ଭାଙ୍ଗିଲା କରୋନା; ୨୪ ଘଣ୍ଟାରେ ୯୭ ହଜାର ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ପୁଣି ରେକର୍ଡ ଭାଙ୍ଗିଛି କରୋନା। ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୭ ହଜାର ୫୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଦିନକରେ ୧୨୦୧ ଜଣଙ୍କ ମୃତ୍ୟୁ ହୋଇଛି।  ଏଯାବତ୍ ଦେଶରେ ୭୭ ହଜାର ୪୭୨ଜଣଙ୍କ ମୃତ୍ୟୁ ହେଲାଣି। ଆଜିର ଆକ୍ରାନ୍ତଙ୍କୁ ମିଶାଇଵା ପରେ  ଦେଶରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୪୬ ଲକ୍ଷ ୫୯ ହଜାର ୯୮୫କୁ ବୃଦ୍ଧି ପାଇଛି।  ସେମାନଙ୍କ ମଧ୍ୟରୁ ୯ଲକ୍ଷ ୫୮ ହଜାର ୩୧୬ ଜଣ ଚିକିତ୍ସିତ ହେଉଥିବା […]

  • Sunday, 04 July 2021
କରୋନା ଭ୍ୟାକ୍‌ସିନ୍‌କୁ ନେଇ ଆସିଲା ଭଲ ଖବର: ମାଙ୍କଡ଼ ଶରୀରରେ ପରୀକ୍ଷଣ ସଫଳ

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଦିନକୁ ଦିନ ଗମ୍ଭୀର ହେଉଥିବା ବେଳେ କରୋନା ଭ୍ୟାକ୍‌ସିନ୍‌ ପରୀକ୍ଷଣକୁ ନେଇ ଏକ ଆଶ୍ୱସ୍ତିକର ଖବର ଆସିଛି। କରୋନା ପାଇଁ ଭାରତରେ ପ୍ରସ୍ତୁତ ହେଉଥିବା କରୋନା ଭ୍ୟାକ୍‌ସିନ୍‌ କୋଭାକ୍ସିନ୍ ପଶୁଙ୍କ ଉପରେ ପରୀକ୍ଷଣ ସଫଳ ହୋଇଥିବା ଜଣାପଡ଼ିଛି। ଏ ନେଇ ଗତକାଲି କୋଭାକ୍ସିନ୍ ଭ୍ୟାକ୍‌ସିନ୍ ପ୍ରସ୍ତୁତ କରୁଥିବା ଭାରତ ବାୟୋଟେକ୍ ପକ୍ଷରୁ ଘୋଷଣା କରାଯାଇଛି। ଭାରତରେ ପ୍ରାଇମେଟ ବର୍ଗର ପଶୁଙ୍କ ଶରୀରରେ ଏହି କୋଭାକ୍ସିନ୍ ପ୍ରୟୋଗ ଫଳପ୍ରଦ ହୋଇଛି ବୋଲି କମ୍ପାନୀ […]

  • Sunday, 04 July 2021
medicine
ବଜାରରେ ମିଳିବ ଏହି ୨ କରୋନା ଔଷଧ

ଭୁବନେଶ୍ୱର: କରୋନା ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ବ୍ୟବହାର କରାଯାଉଥିବା Favipiravir ଟାବ୍‌ଲେଟ୍‌ ଓ Remdesivir ଇଞ୍ଜେକ୍ସନ ବିକ୍ରି ପାଇଁ Drugs Controller General of India(DCGI) ପକ୍ଷରୁ ଅନୁମତି ଦିଆଯାଇଛି। ଏଣିକି ଏହି ୨ଟି ଔଷଧ ବଜାରେ ମିଳିବ। ଏ ନେଇ ଓଡ଼ିଶା DIRECTORATE OF DRUGS CONTROL ପକ୍ଷରୁ ନିର୍ଦ୍ଦେଶନାମା ଜାରି କରାଯାଇଛି। ସ୍ୱାସ୍ଥ୍ୟ ବିଶେଷଜ୍ଞଙ୍କ ପ୍ରେସକ୍ରିପସନ ଥିଲେ ଏହି ଔଷଧ ଗୁଡ଼ିକ କିଣି ହେବ। ଚିକିତ୍ସା ଆରମ୍ଭ ପୂର୍ବରୁ ଏକ ନିର୍ଦ୍ଦିଷ୍ଟ ଫର୍ମରେ ରୋଗୀ […]

  • Sunday, 04 July 2021