ଭୁବନେଶ୍ଵର: ରାଜ୍ୟରେ ପ୍ଲାଜମା ଥେରାପିର ଅପାର ସଫଳତା। ରାଜ୍ୟରେ ହଜାରେ ଜଣ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ଵିଟ୍ କରି କୁହାଯାଇଛି ଯେ, ରାଜ୍ୟରେ ଏବେ ସୁଦ୍ଧା ୧୦୦୦ ଜଣ ଆକ୍ରାନ୍ତଙ୍କୁ ପ୍ଲାଜମା ଦିଆଯାଇ ଚିକିତ୍ସା କରାଗଲାଣି। It’s an admirable achievement for the entire team of Plasma Therapy to cross the milestone of administering Plasma to over […]
ଭୁବନେଶ୍ୱର: ଓଡ଼ିଶାରେ ମହାମାରୀ କରୋନା ଗୋଷ୍ଠୀ ସଂକ୍ରମଣର ଷ୍ଟେଜ ଫୋର୍ରେ ପହଞ୍ଚିଛି! ଯାହାକି ଅତି ଭୟଙ୍କର। କରୋନା ପଜିଟିଭ୍ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। ଦୈନିକ ୪ ହଜାର ପଜିଟିଜ୍ ଚିହ୍ନଟ ହେଉଛନ୍ତି। ଏହି ଟ୍ରେଣ୍ଡ ଖସିବାକୁ ଆହୁରି ମାସେ ଲାଗିବ। ଯଦି ଲୋକେ ସଚେତନ ହୁଅନ୍ତି, ତାହାଲେ ନଭେମ୍ବର ୧୭ ଆଡ଼କୁ ପ୍ଲାଟୋ ସ୍ଥିତିକୁ ଆସିପାରେ ବୋଲି କହୁଛନ୍ତି ବିଶେଷଜ୍ଞ। ତଥ୍ୟ ଅନୁସାରେ ଅଗଷ୍ଟ ୨୩ରେ ସର୍ବାଧିକ ୬୮,୯୦୬ ଟେଷ୍ଟିଂ ହୋଇଥିଲା। ଯେଉଁଥିରୁ ୨୯୯୩ […]
କଟକ/ଭୁବନେଶ୍ୱର: ଟ୍ୱିନ୍ସିଟିରେ କରୋନା କଟକଣା ପାଳନରେ ଢିଲା ପଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅସନ୍ତୋଷ ପରେ ଏବେ ଆକ୍ସନ ମୋଡ୍ରେ ପୋଲିସ୍। କୋଭିଡ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି କିମ୍ବା ସାମାଜିକ ଦୂରତ୍ୱ ପାଳନ କରୁ ନାହାନ୍ତି ସେମାନଙ୍କ ନିକଟରୁ ଜରିମାନା ଆଦାୟ ସହ ସେମାନଙ୍କୁ ତାଗିଦ୍ କରାଯାଉଛି। ନିଜେ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ରାଜଧାନୀ ଭୁବନେଶ୍ୱରର ସହିଦନଗର, ଲକ୍ଷ୍ମୀସାଗର ଓ ବରମୁଣ୍ଡାର ରୁଚିକା […]
ପୁରୀ: ଓଡ଼ିଶାରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉ ଥିବାବେଳେ ପୁରୀ ଜିଲ୍ଲାରେ ମଧ୍ୟ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପୁରୀ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ଏବେ ୩୨ରେ ପହଞ୍ଚିଛି। ଗତ ୮ ତାରିଖରେ ମୃତ୍ୟୁ ସଂଖ୍ୟା ୧୬ ଥିବାବେଳେ ଏବେ ଏହି ସଂଖ୍ୟା ୩୨କୁ ବୃଦ୍ଧି ପାଇବା ପୁଣି ଏତେକମ୍ ଦିନ […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୧୮୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । Corona Updates In Odisha: ଚିହ୍ନଟ ନୂଆ ୪,୧୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୧୮୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ୩, ପୁରୀ ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବରଗଡ଼, ବଲାଙ୍ଗିର, କଟକ, ଗଜପତି, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା […]
ନୂଆଦିଲ୍ଲୀ: ଦେଶରେ ଦିନକରେ ୯୬ହଜାର ୪୨୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିସହ ହଜାରେ ୧,୧୭୪ ଜଣଙ୍କ ମୃତ୍ଯୁ ହୋଇଛି । ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ଯୁ ସଂଖ୍ୟା ୮୪,ହଜାର ୩୭୨ରେ ପହଞ୍ଚିଛି । ଦିନକରେ ୮୭, ୭୭୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୨ ଲକ୍ଷ ୧୪ ହଜାର ୬୭୮କୁ ବୃଦ୍ଧି ପାଇଛି । ମୋଟ ଆକ୍ଟିଭ୍ କେସ୍- ୧୦ଲକ୍ଷ ୧୭ହଜାର ୭୫୪ ରହିଥିବା ବେଳେ […]
ଭୁବନେଶ୍ୱର: ଦିନକରେ ଆକ୍ରାନ୍ତ ହେଲେ ୩୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମଧ୍ୟରୁ ୯୦ କ୍ୱାରେଣ୍ଟାଇନ୍ରୁ ହୋଇ ଥିବା ବେଳେ ୨୧୫ ଲୋକାଲ୍ କେସ ରହିଛି । ଏନେଇ ଟ୍ୱିଟ୍ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି)। ସେହିପରି ଆଜି ୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Bhubaneswar Corona News ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ? ବଡ଼ଗଡ଼ ବ୍ରିଟ୍ କଲୋନୀରୁ ୩, ବାପୁଜୀ ନଗରରୁ ୪, ବମିଖାଲ୍ରୁ ୩, ବୁଦ୍ଧେଶ୍ୱର କଲୋନୀରୁ ୩, ଚନ୍ଦକାରରୁ ୫, ଚନ୍ଦ୍ରଶେଖରପୁର […]
ଭୁବନେଶ୍ଵର: ଟୁଇନସିଟିରେ ଜୋରଦାର ଚେକିଂ। ଭୁବନେଶ୍ୱର-କଟକରେ କୋଭିଡ ନିୟମ ପାଳନରେ ଢିଲାପଣକୁ ନେଇ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ। ପରେ ଆକ୍ସନ ମୋଡ୍ରେ କମିଶନରେଟ୍ ପୋଲିସ ମାର୍କେଟ୍ କଂପ୍ଲେକ୍ସ, ସପିଂ ମଲର ପ୍ରତିଟି ଦୋକାନକୁ ଯାଇ ଯାଞ୍ଚ କରୁଛନ୍ତି ପୋଲିସ ଟିମ୍। ଡିସିପି ସିକ୍ୟୁରିଟି ନିର୍ମଳ ଶତପଥୀ ପୁରା ଟିମ୍ ସହ ଭୁବନେଶ୍ୱର ଅଶୋକନଗରର ବିଭିନ୍ନ ସୋରୁମକୁ ଯାଇ ଯାଞ୍ଚ କରିଛନ୍ତି। ଭୁବନେଶ୍ୱର ଟ୍ରାଫିକ୍ ଡିସିପି ସୌମ୍ୟା ମିଶ୍ରା ମଧ୍ୟ ରାଜଧାନୀର ବ୍ୟସ୍ତବହୁଳ ବାପୁୁଜୀନଗର ଅଞ୍ଚଳରେ ବୁଲି ଅନୁଧ୍ୟାନ କରିଛନ୍ତି। ତେଣେ […]
ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ଲଗାତର ବୃଦ୍ଧି ପାଇବାରେ ଲାଗିଛି। ଅନ୍ୟପଟେ ରାଜ୍ୟରେ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ଏହି କ୍ରମରେ ଆଜି ରାଜ୍ୟରେ ୪୧୦୧ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୩୭୫୬୭ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 25 from Gajapati23 from Sundargarh16 from Anugul10 from Deogarh320 from State […]
ଜଳେଶ୍ୱର: ଗତ କିଛିଦିନ ହେଲା ଓଡ଼ିଶାରେ ଦିନକୁ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଯାହାକୁ ନେଇ ସରକାରଙ୍କ ଚିନ୍ତା ଆହୁରି ବଢ଼ି ଯାଇଛି। ଏପରିକି କରୋନା ମୁକାବିଲା ଲାଗି ଗାଇଡଲାଇନ୍ସ ଜାରି କରାଯିବା ସହ ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି। ହେଲେ ଲୋକମାନେ ସଚେତନ ହେବେ କ’ଣ ଖୁଲମ୍ଖୁଲା ଏହି କଟକଣାକୁ ଉଲ୍ଲଂଘନ କରୁଛନ୍ତି। ନା ଅଛି ଡର ନା ଭୟ। ଏବେ ଏଭଳି କିଛି ଦୃଶ୍ୟ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ୍ […]
କଟକ/ଭୁବନେଶ୍ୱର: ଟ୍ୱିନ୍ସିଟିରେ କରୋନା କଟକଣା ପାଳନରେ ଢିଲା ପଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅସନ୍ତୋଷ ପରେ ଏବେ ଆକ୍ସନ ମୋଡ୍ରେ ପୋଲିସ୍। କୋଭିଡ୍ ଗାଇଡଲାଇନ୍ସ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି କିମ୍ବା ସାମାଜିକ ଦୂରତ୍ୱ ପାଳନ କରୁ ନାହାନ୍ତି ସେମାନଙ୍କ ନିକଟରୁ ଜରିମାନା ଆଦାୟ ସହ ସେମାନଙ୍କୁ ତାଗିଦ୍ କରାଯାଉଛି। Today 2833 people have been fined for Covid-19 Guidelines violation in UPD […]
ମସ୍କୋ: କରୋନା ସଂକ୍ରମିତଙ୍କ ଚିକିତ୍ସା ପାଇଁ ଋଷ ପକ୍ଷରୁ ଔଷଧ ବାହାର କରାଯାଇଛି। ସାମାନ୍ୟରୁ ମଧ୍ୟମ ଧରଣ ଲକ୍ଷଣ ଥିବା ଆକ୍ରାନ୍ତମାନଙ୍କ ଚିକିତ୍ସା ପାଇଁ ଏହି ଔଷଧକୁ ବ୍ୟବହାର କରି ହେବ। ଏଥିପାଇଁ ପାଇଁ ଋଷ ପକ୍ଷରୁ ଅନୁମତି ଦିଆଯାଇଛି। ଆସନ୍ତା ସପ୍ତାହ ସୁଦ୍ଧା କରୋନା ଔଷଧ କରୋନାଭିର ବଜାରରେ ଉପଲବ୍ଧ ହୋଇପାରେ ବୋଲି ଋଷ କଂପାନୀ R-Pharm ପକ୍ଷରୁ କୁହାଯାଇଛି। ଏନେଇ ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ସୂଚନା ଅନୁସାରେ, ଏହି ଔଷଧକୁ ଜୁଲାଇ ମାସରେ ପ୍ରଥମଥର […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୦୯ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୪୧ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୬୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୨୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବରଗଡ଼ରୁ ୨, ଭଦ୍ରକ, କଟକ, ବଲାଙ୍ଗିର, ପୁରୀ, ରାୟଗଡ଼ା, ଗଜପତି ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୯୧ ହୋଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ […]
ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ଚିନ୍ତା କମିବାର ନାଁ ନେଉନାହିଁ। ଗତ ୨୪ ଘଣ୍ଟାରେ ଦେଶରେ ୯୩ ହଜାର ୩୩୭ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ଦିନକରେ କରୋନା ନେଇଛି ୧ ହଜାର ୨୪୭ ଜୀବନ । ଏହାକୁ ମିଶାଇ ଦେଶରେ କରୋନା ମୃତ୍ୟୁ ସଂଖ୍ୟା ୮୫,୬୧୯ରେ ପହଞ୍ଚିଛି । ଏଯାବତ୍ ୫୩ ଲକ୍ଷ ୮ ହଜାର ୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରେ ୧୦ ଲକ୍ଷ ୧୩ […]
ନୂଆଦିଲ୍ଲୀ: ସାରା ବିଶ୍ୱରେ କରୋନା ଭାଇରସ୍ ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। କରୋନାର ଭୟାବହ ରୂପ ଦେଖି ବୈଜ୍ଞାନିକମାନେ ଚିନ୍ତାରେ ପଡିଲେଣି। ଏପରି ସ୍ଥିତିରେ କରୋନାରୁ ସୁସ୍ଥ ହୋଇଥିବା ରୋଗୀ ପୁଣି ଥରେ ଆକ୍ରାନ୍ତ ହେଉଥିବା ନୂଆ ଖବର ଆସିଛି। କରୋନାରେ ଦ୍ୱିତୀୟ ଥର ପାଇଁ ସଂକ୍ରମିତ ହେବା ଘଟଣା ପ୍ରଥମେ ହଂକଂରେ ଦେଖା ଯାଇଥିଲା। ହେଲେ ଏହା ଏବେ ଭାରତରେ ଦେଖିବାକୁ ମିଳିଥିବା ଗବେଷକମାନେ କହିଛନ୍ତି। ଭାରତୀୟ ବୈଜ୍ଞାନିକଙ୍କ କହିବା ଅନୁଯାୟୀ, ଚଳିତ ସପ୍ତାହର […]
ଭୁବନେଶ୍ୱର: ପୁଣି ରାଜଧାନୀରେ ୩୦୦ ପାର୍ କଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୪୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୦୪ କ୍ୱାରେଣ୍ଟିନ୍ରୁ ଓ ୨୩୮ ଲୋକାଲ କେସ ରହିଛି। ଏହାଛଡ଼ା ୪୨୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି। Update on newly detected & cured #COVID19 cases in the last 24 hrs […]
ନୂଆଦିଲ୍ଲୀ: କରୋନା ସଂକ୍ରମଣରୁ ସୁସ୍ଥ ହେବାରେ ଭାରତ ବିଶ୍ୱସ୍ତରରେ ରେକର୍ଡ କରିଛି । ଏପରିକି ବ୍ରାଜିଲ, ଆମେରିକାକୁ ପଛରେ ପକାଇଛି ଭାରତ । ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରାଳୟ ଶନିବାର ସୂଚନା ଦେଇଛି । ସ୍ବାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିିଳିଥିବା ସୂଚନା ଅନୁସାରେ, ଦେଶରେ ବର୍ତ୍ତମାନ ସୁଦ୍ଧା ୪୨, ୦୮, ୪୩୧ ରୋଗୀ ସୁସ୍ଥ ହେଲେଣି । ଦେଶରେ ସଂକ୍ରମଣ ମୁକ୍ତ ରୋଗୀଙ୍କ ସଂଖ୍ୟା ୮୦ ପ୍ରତିଶତ । ଅନ୍ୟପକ୍ଷେ ସଂକ୍ରମଣ ଜନ୍ଖଚ୍ଛ ମୃତ୍ୟୁ ସଂଖ୍ୟା ହ୍ରାସ […]
ଭୁବନେଶ୍ୱର: କରୋନାରୁ ଥରେ ଆରୋଗ୍ୟ ପରେ ବି ପୁଣି ହୋଇପାରେ ସଂକ୍ରମଣ। ଇମ୍ୟୁନିଟି ବା ରୋଗ ପ୍ରତିଷେଧକ କ୍ଷମତା କମିବା ବ୍ୟକ୍ତି ପୁଣି ସଂକ୍ରମଣର ଶିକାର ହୋଇପାରନ୍ତି ବୋଲି ଆଜି ସତର୍କ କରିଛି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ। ଏ ସମ୍ପର୍କରେ ସୂଚନା ଦେଇ ଡାକ୍ତର ପ୍ରଜ୍ଞାନ ରାଉତରାୟ କହିଛନ୍ତି, ଦେହରେ ରୋଗ ପ୍ରତିରୋଧ ଶକ୍ତି କମ୍ ଥିଲେ ରୋଗ ପୁଣି ଫେରିବା ଆଶଙ୍କା ରହିଛି। ଇମ୍ୟୁନିଟି ବେଶୀ ଥିଲେ ଲକ୍ଷଣ ପ୍ରକାଶ ପାଇବନି। ହେଲେ ଯାହାଙ୍କଠାରେ ଅନ୍ୟ […]
ଭୁବନେଶ୍ୱର: ରାଜ୍ୟରେ ଲଗାତର ବୃଦ୍ଧି ପାଇବାରେ କରୋନା ସୁସ୍ଥ ସଂଖ୍ୟା। ଆଜି ମହାମାରୀ କରୋନାରୁ ୪୦୯୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୧୬୫୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 121 from Jagatsinghpur120 from Koraput115 from Mayurbhanj110 from Sonepur104 from Bhadrak99 from Sambalpur93 from Jharsuguda92 from Keonjhar91 from Baleswar83 […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୩୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୩୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୫୬ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୭୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୦୧ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ଓ ପୁରୀରୁ ୨ଜଣ, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍ ଚିହ୍ନଟ
ନୂଆଦିଲ୍ଲୀ: ଖୁବଶୀଘ୍ର କମ୍ ଖର୍ଚ୍ଚରେ ମାତ୍ର ଅଧଘଣ୍ଟାରେ ହୋଇପାରିବ କୋଭିଡ୍ ଟେଷ୍ଟ୍। ଦେଶର ପ୍ରଥମ ସ୍ୱଦେଶୀ କୋଭିଡ୍ CRISPR ଟେଷ୍ଟ କିଟ୍ ଫେଲୁଦାକୁ DCGI ଅନୁମୋଦନ ପ୍ରଦାନ କରିଛି। ଟାଟା ଗ୍ରୁପ୍ ଓ ସିଏସଆଇଆର୍ ଦ୍ୱାରା ପ୍ରସ୍ତୁତ ଏହି ଟେଷ୍ଟ୍ କିଟର କମର୍ସିଆଲ୍ ଲଞ୍ଚ୍ ପାଇଁ ଅନୁମତି ମିଳିଛି। ଏହା ପାରମ୍ପାରିକ RTPCR ଟେଷ୍ଟ ଭଳି ସଠିକ୍ ଯାଞ୍ଚ କରୁଥିବା ପରୀକ୍ଷାରୁ ଜଣାପଡ଼ିଛି। ତେବେ RTPCR ଟେଷ୍ଟର ଏକ ତୃତୀୟାଂଶ ଖର୍ଚ୍ଚରେ ଏହି ଟେଷ୍ଟ୍ ହୋଇପାରିବ। ଏଥିସହ […]