• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

COVID-19 Updates

corona1
ଆଜି ପୁଣି ସୁସ୍ଥ ସଂଖ୍ୟା ୪ହଜାର ଟପିଲା

ଭୁବନେଶ୍ୱର: ରାଜ୍ୟରେ ଲଗାତର ବୃଦ୍ଧି ପାଇବାରେ କରୋନା ସୁସ୍ଥ ସଂଖ୍ୟା। ଆଜି ମହାମାରୀ କରୋନାରୁ ୪୦୯୦ ଜଣ ଆରୋଗ୍ୟ ଲାଭ କରିଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୧୬୫୭ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 121 from Jagatsinghpur120 from Koraput115 from Mayurbhanj110 from Sonepur104 from Bhadrak99 from Sambalpur93 from Jharsuguda92 from Keonjhar91 from Baleswar83 […]

  • Saturday, 03 July 2021
corona test 1
୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ: ଖୋର୍ଦ୍ଧାରୁ ୬୪୪, କଟକରୁ ୫୪୯

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୩୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୪ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୪୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୩୩୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୭୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ […]

  • Saturday, 03 July 2021
covid19
ଦିନକରେ ୧୦ ଆକ୍ରାନ୍ତଙ୍କ ମୃତ୍ୟୁ, ଓଡ଼ିଶାରେ ୭୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୦ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୦୧ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କଟକ ଓ ପୁରୀରୁ ୨ଜଣ, ବଲାଙ୍ଗିର, ଗଞ୍ଜାମ, କଳାହାଣ୍ଡି, ଖୋର୍ଦ୍ଧା, ମୟୂରଭଞ୍ଜ ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୩୩୦ କରୋନା ପଜିଟିଭ୍‌ ଚିହ୍ନଟ

  • Saturday, 03 July 2021
covid
ଏଣିକି ଅଧଘଣ୍ଟାରେ ହେବ କୋଭିଡ୍ ଟେଷ୍ଟ

ନୂଆଦିଲ୍ଲୀ: ଖୁବଶୀଘ୍ର କମ୍ ଖର୍ଚ୍ଚରେ ମାତ୍ର ଅଧଘଣ୍ଟାରେ ହୋଇପାରିବ କୋଭିଡ୍ ଟେଷ୍ଟ୍। ଦେଶର ପ୍ରଥମ ସ୍ୱଦେଶୀ କୋଭିଡ୍ CRISPR ଟେଷ୍ଟ କିଟ୍ ଫେଲୁଦାକୁ DCGI ଅନୁମୋଦନ ପ୍ରଦାନ କରିଛି। ଟାଟା ଗ୍ରୁପ୍ ଓ ସିଏସଆଇଆର୍ ଦ୍ୱାରା ପ୍ରସ୍ତୁତ ଏହି ଟେଷ୍ଟ୍ କିଟର କମର୍ସିଆଲ୍ ଲଞ୍ଚ୍ ପାଇଁ ଅନୁମତି ମିଳିଛି। ଏହା ପାରମ୍ପାରିକ RTPCR ଟେଷ୍ଟ ଭଳି ସଠିକ୍ ଯାଞ୍ଚ କରୁଥିବା ପରୀକ୍ଷାରୁ ଜଣାପଡ଼ିଛି। ତେବେ RTPCR ଟେଷ୍ଟର ଏକ ତୃତୀୟାଂଶ ଖର୍ଚ୍ଚରେ ଏହି ଟେଷ୍ଟ୍ ହୋଇପାରିବ। ଏଥିସହ […]

  • Saturday, 03 July 2021
covid19
ରାଜ୍ୟରେ କାହିଁକି ବଢ଼ୁଛି କରୋନା ସଂକ୍ରମଣ?

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ବଢ଼ାଉଛି ବିଳମ୍ବିତ ଟେଷ୍ଟ୍ ରିପୋର୍ଟ। କରୋନା ଟେଷ୍ଟ୍ ରିପୋର୍ଟ ଆସିବାରେ ବିଳମ୍ବ ହେଉଥିବାରୁ ଆକ୍ରାନ୍ତ ବ୍ୟକ୍ତି ଅନ୍ୟମାନଙ୍କୁ ସଂକ୍ରମିତ କରୁଥିବା ନେଇ ଆଶଙ୍କା ପ୍ରକାଶ କରିଛନ୍ତି ସ୍ୱାସ୍ଥ୍ୟ ବିଶେଷଜ୍ଞ ଡାକ୍ତର ନିରଜ ମିଶ୍ର। ସେ କହିଛନ୍ତି, ଆସିମ୍ପଟମେଟିକ୍ ବା ଲକ୍ଷଣହୀନ ଆକ୍ରାନ୍ତ କିମ୍ବା ସ୍ୱଳ୍ପ ଲକ୍ଷଣ ଥିବା ସଂକ୍ରମିତ ମାନେ ବାହାରେ ବୁଲିବା ଦ୍ୱାରା ମଧ୍ୟ ସଂକ୍ରମଣ ବଢୁଛି। ତେଣୁ କୋଭିଡ୍ ଟେଷ୍ଟ ରିପୋର୍ଟ କିପରି ଶୀଘ୍ର ଆସି ପାରିବ ସେ ନେଇ […]

  • Saturday, 03 July 2021
covisheild
ସୋମବାରଠାରୁ ଆରମ୍ଭ ହେବ 'କୋଭିସିଲ୍ଡ'ର ତୃତୀୟ ପର୍ଯ୍ୟାୟ ଟ୍ରାଏଲ୍

ନୂଆଦିଲ୍ଲୀ: ଅକ୍ସଫୋର୍ଡ ୟୁନିଭର୍ସିଟି ଓ ଆଷ୍ଟ୍ରାଜେନେକା ଦ୍ୱାରା ବିକଶିତ ଏବଂ ପୁଣେର ସେରମ ଇନଷ୍ଟିଚ୍ୟୁଟ୍ ଦ୍ୱାରା ପ୍ରସ୍ତୁତ କରୋନା ଭ୍ୟାକସିନ୍ ‘କୋଭିସିଲ୍ଡ’ର ତୃତୀୟ ପର୍ଯ୍ୟାୟ ମାନବ ପରୀକ୍ଷଣ ଆସନ୍ତା ସପ୍ତାହରୁ ଆରମ୍ଭ ହେବ। ପୁଣେର ସାସୁନ ଜେନେରାଲ ହସ୍ପିଟାଲରେ ପରୀକ୍ଷଣ କରାଯିବ। ତୃତୀୟ ପର୍ଯ୍ୟାୟ ପରୀକ୍ଷା ସମ୍ଭବତ ଆସନ୍ତାକାଲି ଅର୍ଥାତ୍ ସୋମବଠାରୁ ଆରମ୍ଭ ହୋଇପାରେ। ଏନେଇ ହସ୍ପିଟାଲର ଡିନ୍ ଡକ୍ଟର ମୁରଲୀଧର ତାମ୍ବେ ସୂଚନା ଦେଇଛନ୍ତି। ପରୀକ୍ଷଣରେ ଅଂଶଗ୍ରହଣ ଲାଗି ବହୁ ସ୍ୱେଚ୍ଛାସେବୀ ନାମ ପଞ୍ଜୀକରଣ କରିଥିବା […]

  • Saturday, 03 July 2021
bhubaneswar
Bhubaneswar Corona News: ଭୁବନେଶ୍ୱରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ, ୨୧୮ ଲୋକାଲ କେସ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତି ଅଣାୟତ ହେବାରେ ଲାଗିଛି। ଏହିକ୍ରମରେ ଆଜି ଭୁବନେଶ୍ୱର ମହାନଗରରୁ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ୧୦୭ ଜଣ କ୍ୱାରେଣ୍ଟିନ୍‌ରୁ ଓ ୨୧୮ ଲୋକାଲ କେସ୍‌ ରହିଛି। ଏହାଛଡ଼ା ୩୮୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Bhubaneswar Corona News: କେଉଁ ଅଞ୍ଚଳରୁ କେତେ?  CRPF କ୍ୟାମ୍ପସରୁ ୧୮, ଡୁମୁଡୁମାରୁ ୬, ଚନ୍ଦ୍ରଶେଖରପୁର BDA କଲୋନୀରୁ […]

  • Saturday, 03 July 2021
106-years
କରୋନାକୁ ହରାଇଲେ ୧୦୬ ବର୍ଷର ବୃଦ୍ଧା

ନୂଆଦିଲ୍ଲୀ: ଦେଶରେ ଦିନକୁ ଦିନ ରେକର୍ଡ ସଂଖ୍ୟକ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ତେବେ ଆଶ୍ୱସ୍ତିକର କଥା ହେଉଛି ଦେଶରେ ସୁସ୍ଥ ସଂଖ୍ୟା ମଧ୍ୟ ଲଗାତର ସୁଧାର ହେଉଛି। ଏଥିରେ ପିଲାଠାରୁ ଆରମ୍ଭ କରି ଯୁବ ଏବଂ ବୟସ୍କ ଆଦି ସାମିଲ୍‌ ଅଛନ୍ତି। ତେବେ ଏହି କରୋନା ଲଢ଼େଇରେ ବାଜିମାତ୍ କରିଛନ୍ତି ଜଣେ ୧୦୬ ବର୍ଷର ବୃଦ୍ଧା। ଏହି ବୃଦ୍ଧା ଜଣକ ମହାରାଷ୍ଟ୍ରରେ ରୁହନ୍ତି। ସୁସ୍ଥ ହୋଇଥିବା ମହିଳାଙ୍କ ନାଁ ଆନନ୍ଦୀବାଇ ପଟେଲ। ସେ ପୂରା ସୁସ୍ଥ […]

  • Saturday, 03 July 2021
corona1
ଦିନକରେ ସୁସ୍ଥ ହେଲେ ୪୦୧୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେବେ ବଡ଼ କଥା ହେଉଛି ଦୈନିକ ସୁସ୍ଥ ସଂଖ୍ୟା ମଧ୍ୟ ବଢ଼ୁଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୦୧୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ ୧୪୫୬୭୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 33 from Malkangiri17 from Deogarh15 from Gajapati204 from State […]

  • Saturday, 03 July 2021
school
ଆସନ୍ତାକାଲିଠାରୁ ଖୋଲିବ ସ୍କୁଲ

ନୂଆଦିଲ୍ଲୀ: କରୋନା ମହାମାରୀ ସଙ୍କଟ ଭିତରେ ଶିକ୍ଷା ମନ୍ତ୍ରାଳୟ ସେପ୍ଟେମ୍ବର ୨୧ ତାରିଖରୁ ନବମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଖୋଲିବାକୁ ଅନୁମତି ପ୍ରଦାନ କରିଛନ୍ତି। ତେବେ ଏବେବି କିଛି ରାଜ୍ୟରେ ସ୍କୁଲ୍ ଖୋଲିବା ନେଇ ସହମତି ହୋଇନାହିଁ। କିଛି ରାଜ୍ୟରେ ଲକଡାଉନ୍ ପୁନର୍ବାର ଲାଗୁ କରାଯାଇଛି। ଅନ୍ୟପକ୍ଷରେ କିଛି ରାଜ୍ୟରେ ଲଗାତର ମାମଲା ବଢ଼ୁଥିବାର ଦେଖି ସରକାର ସ୍କୁଲ ଖୋଲିବା ନେଇ କୌଣସି ନିଷ୍ପତ୍ତି ନେଇପାରୁ ନାହାନ୍ତି। ଏଭଳି ସ୍ଥିତିରେ ସେପ୍ଟେମ୍ବର ୨୧ ତାରିଖରୁ କିଛି […]

  • Saturday, 03 July 2021
୨୪ ଘଣ୍ଟାରେ ଓଡ଼ିଶାରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୧୦ ହୋଇଛି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କେନ୍ଦୁଝର ଜିଲ୍ଲାରୁ ୨, ବାଲେଶ୍ୱର, ଜଗତସିଂହପୁର, ଢେଙ୍କାନାଳ, ଖୋର୍ଦ୍ଧା, ମୟୂରଭଞ୍ଜ, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

  • Saturday, 03 July 2021
corona
Corona Update In Odisha: ଦିନକରେ ୪,୨୪୨ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୪୨ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୫୨ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୯୫ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୪୨ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୩ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୩୯ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ […]

  • Saturday, 03 July 2021
କଟକର ଏକ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ

କଟକ: କଟକ ଜଗତପୁର ସ୍ଥିତ ସଦ୍‌ଗୁରୁ କୋଭିଡ୍ ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟିଛି। ଆଜି ଅପରାହ୍ଣରେ ହସ୍ପିଟାଲ୍‌ର ଗ୍ରାଉଣ୍ଡ୍‌ଫ୍ଲୋର୍‌ ICUରେ ନିଆଁ ଲାଗି ଯାଇଥିବା ଜଣାପଡ଼ିଛି। ଖବରପାଇ ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିବା ଜଣାପଡ଼ିଛି। ଜିଲ୍ଲାପାଳ, ସିଏମ୍‌ସି କମିଶନର ଓ କଟକ ଡିସିପି ମଧ୍ୟ ଘଟଣାସ୍ଥଳରେ ପହଞ୍ଚିଛନ୍ତି। ହସ୍ପିଟାଲ୍‌ରେ ଥିବା ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ହସ୍ପିଟାଲ୍‌ରେ ନିଆଁ ଲାଗିବା ଘଟଣାକୁ ନେଇ ଚିଫ୍ ଫାୟର ଅଫିସର […]

  • Saturday, 03 July 2021
bonda
'କରୋନା କଣ ଆମେ ଜାଣିନୁ'

ମାଲକାନଗିରି :  କରୋନା କଟକଣା ପ୍ରଭାବ ଶୂନ୍ୟ। ଆଦିମ ଜନଜାତି ବଣ୍ଡା ଏହି ମହାମାରି ବିଷୟରେ ନା କଣ ଜାଣିଛନ୍ତି ନା ସଚେତନତା ଅବଲମ୍ବନ କରିଛନ୍ତି। ବଣ୍ଡାଘାଟିରେ ରହିଥିବା ଦୁଇଟି ପଞ୍ଚାୟତ ଅଣ୍ଡ୍ରାହାଲ ଏବଂ ମୁଦୁଲିପଡାରେ ବାସ କରୁଥିବା ୩୨ଟି ଗାଁର ୭ ହଜାର ଲୋକଙ୍କୁ ଆଜି ପଯର୍ୟନ୍ତ କରୋନା ଆକ୍ରାନ୍ତ କରିପାରିନାହିଁ। ଘାଟିରେ ଆଦିମ ଜନଜାତି ଏହି ରୋଗ ସଂପର୍କରେ ଜାଣିନଥିବାରୁ ସେମାନେ ନା ମୁହଁରେ ମାସ୍କ ପିନ୍ଧୁଛନ୍ତି ନା ସାମାଜିକ ଦୂରତାକୁ ରକ୍ଷା କରୁଛନ୍ତି। […]

  • Saturday, 03 July 2021
suresh
'ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି'

ଭୁବନେଶ୍ଵର:  ଓଡ଼ିଶାରେ କରୋନା  ନେଇ ଲୋକସଭାରେ ସମାଲୋଚନା କଲେ ସାଂସଦ ସୁରେଶ ପୂଜାରୀ। ରବିବାର ଲୋକସଭା ଆଲୋଚନାରେ ଭାଗ ନେଇ ଓଡ଼ିଶାରେ ସ୍ଵାସ୍ଥ୍ୟବସ୍ଥା ନେଇ ଟାର୍ଗେଟ୍ କରିଛନ୍ତି। ଓଡ଼ିଶାର ସ୍ଵାସ୍ଥ୍ୟ ଠିକ୍ ନାହିଁ, ବିଗିଡ଼ିି ଯାଇଛି ବୋଲି କହିଥିଲେ ସୁରେଶ ପୂଜାରୀ। ଓ୍ବାଶିଂଟନ ୟୁନିଭର୍ସିଟିର ତଥ୍ୟ ଅନୁସାରେ ଜାନୁଆରୀ ସୁଦ୍ଧା ଓଡ଼ିଶାରେ ୧୧ ହଜାର ମୃତ୍ୟୁ ଆଶଙ୍କା ରହିଛି।  ଦିଲ୍ଲୀରେ ଯେପରି କେନ୍ଦ୍ର ସରକାର ଦାୟିତ୍ୱ ନେଇ ସ୍ଥିତି ସମ୍ଭାଳଥିଲେ ଓଡ଼ିଶାରେ ସେପରି ହେଉ ବୋଲି ସେ […]

  • Saturday, 03 July 2021
mother
ଶିଶୁଙ୍କୁ କରୋନାରୁ ଆରୋଗ୍ୟ କରାଇବ ମା'କ୍ଷୀର

ଭୁବନେଶ୍ୱର: ସାରା ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ବିଶେଷକରି ବୟସ୍କ ଲୋକମାନଙ୍କ ପାଇଁ ଏହି ମହାମାରୀ ବହୁତ ମାରାତ୍ମକ ବୋଲି କୁହାଯାଉଛି। ତେବେ ଛୋଟ ପିଲାମାନଙ୍କ ପାଇଁ କରୋନା ସଂକ୍ରମଣ ମାରାତ୍ମକ କି ନୁହେଁ‍, ସେ ନେଇ ବିଶିଷ୍ଟ ଶିଶୁ ବିଶେଷଜ୍ଞ ଅରବିନ୍ଦ ମହାନ୍ତି ଭଲ ଖବର ଶୁଣାଇଛନ୍ତି। କରୋନା ଆକ୍ରାନ୍ତ ଶିଶୁଙ୍କ ଯତ୍ନ ସଂପର୍କରେ ବିଶେଷଜ୍ଞ ଅରବିନ୍ଦ ମହାନ୍ତି କହିଛନ୍ତି, ‘ଶିଶୁଙ୍କୁ କରୋନା ବେଶୀ ସଂକ୍ରମଣ ହେବନି। କାରଣ ସେମାନଙ୍କ ଶରୀରରେ […]

  • Saturday, 03 July 2021
bmc
ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୨୩ କ୍ୱାରେଣ୍ଟିନ୍‌ରେ ଥିବା ବେଳେ ୧୮୩ ଲୋକାଲ୍‌ କେସ ରହିଛନ୍ତି। ଏହାଛଡ଼ା ଆଜି ୫୦୬ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update on newly detected #COVID19 cases in the last 24 hrs under […]

  • Saturday, 03 July 2021
corona
୨୪ ଘଣ୍ଟାରେ ସୁସ୍ଥ ହେଲେ ୩୭୦୪

ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରି ସୂଚନା ଦେଇଛି। 23 from Deogarh22 from Anugul22 from Gajapati11 from Nuapada188 from State Pool The total recovered cases of Odisha now stand at 149379 — H & FW […]

  • Saturday, 03 July 2021
covid19
୫୫ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ସାରା ଦେଶରେ କରୋନା ମାମଲା ଲଗାତର ବଢ଼ିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୭୫,୦୮୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଯାହାକି ଗତ କିଛି ଦିନ ଭିତରେ ଏହା ସର୍ବନିମ୍ନ। ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୫ଲକ୍ଷ ଟପିଛି। ଭାରତରେ ଏବେ ପଜିଟିଭ୍ ସଂଖ୍ୟା ୫୫,୬୨,୬୬୪ରେ ପହଞ୍ଚିଛି। ଏ ନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସ୍ୱାସ୍ଥ୍ୟ ମନ୍ତ୍ରାଳୟ ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ୧୦୫୩ […]

  • Saturday, 03 July 2021
corona updates in odisha
Coronavirus Odisha News: ୪ ହଜାରରୁ ଅଧିକ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଓଡ଼ିଶାରେ ପୁଣି ୨୪ ଘଣ୍ଟା ଭିତରେ ୪ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ଦିନକରେ ୪୧୮୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟିନରୁ ୨୪୫୩ ଏବଂ ଲୋକାଲ୍ କେସ୍ ୧୭୩୬ ରହିଛି। ଏହାକୁ ମିଶାଇ ରାଜ୍ୟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୮୮୩୧୧ରେ ପହଞ୍ଚିଛି। ସେଥିରୁ ୧୪୯୩୭୯ ସୁସ୍ଥ ହୋଇଥିବା ବେଳେ ୩୮୧୫୮ ଆକ୍ଟିଭ୍ ମାମଲା ରହିଛି। 22. Mayurbhanj: 17423. Nawarangpur: 7524. Nayagarh: 8225. Nuapada: 5826. Puri: 26527. […]

covid
ରାଜ୍ୟରେ ଆଉ ୧୧ ଜୀବନ ନେଲା କରୋନା

ଭୁବନେଶ୍ୱର: ରାଜ୍ୟରେ ଆଜି ୧୧ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୨୧ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ ବିଭାଗ ଟୁଇଟ୍ କରି ସୂଚନା ଦେଇଛି। 9.A 54 year old male of Malkangiri district who was also suffering from Diabetes, hypertension. 10. A 40 year old male of Malkangiri district. 11.A 51 year old male of Puri district. […]

  • Saturday, 03 July 2021
assembly
ଏଥର କେମିତି ବସିବ ବିଧାନସଭାର ମୌସୁମୀ ଅଧିବେଶନ, ଜାଣନ୍ତୁ

ଭୁବନେଶ୍ଵର: ସମ୍ପୂର୍ଣ୍ଣ ସଂସଦ ଢାଞ୍ଚାରେ ବସିବ ବିଧାନସଭାର ମୌସୁମୀ ଅଧିବେଶନ। କେବଳ ପ୍ରଶ୍ନ କାଳକୁ ଛାଡିଲେ ନିୟମ ଅନୁଯାୟୀ ଶୂନ୍ୟକାଳ, ମୁଲତବୀ ପ୍ରସ୍ତାବ, ମୋସନ, କଲିଂ ଆଟେନସନ ଆଦି ସବୁ ରହିବ।  ବସିବା ପାଇଁ ବିଧାୟକମାନେ ୪ ଫୁଟ ଦୂରତା ବଜାୟ ରଖିବେ। ଦର୍ଶକ ଗ୍ୟାଲେରିରେ ମଧ୍ୟ ବସିବେ ବିଧାୟକ। ଏଥିଲାଗି ୧୪୫ଟି ସିଟ୍ ପ୍ରସ୍ତୁତ ରଖାଯାଇଛି। ସଂସଦ ଭଳି ବିଧାୟକ ସିଟ୍ ସମ୍ମୁଖରେ ପ୍ଲାଷ୍ଟିକ୍ ସିଲ୍ଡ ଲଗାଯାଇଛି।  ଯେଉଁ ବରିଷ୍ଠ ବିଧାୟକ ଆସିପାରିବେନି ସେମାନେ ଆଗରୁ […]

  • Saturday, 03 July 2021
bihar
୨୮ରୁ ଏହି ରାଜ୍ୟରେ ଖୋଲିବ ସ୍କୁଲ

ପଟନା: କରୋନା ମହାମାରୀ ଭିତରେ କିଛି ରାଜ୍ୟରେ ୨୧ ତାରିଖ ଠାରୁ ସ୍କୁଲ୍ ଖୋଲିବା ଆରମ୍ଭ ହୋଇଛି। ଏବେ ବିହାରରେ ସେପ୍ଟେମ୍ବର ୨୮ ତାରିଖରୁ ସ୍କୁଲ୍ ଖୋଲିବାକୁ ଯାଉଛି। ତେବେ ରାଜ୍ୟର କଣ୍ଟେନମେଣ୍ଟ ଜୋନରେ ସ୍କୁଲ ବନ୍ଦ ରହିବ। ଶିକ୍ଷା ବିଭାଗ ଅନୁଯାୟୀ, ଜଣେ ପିଲା ସପ୍ତାହକୁ ଦୁଇଦିନ ହିଁ ସ୍କୁଲ୍ ଯିବ। ଅନ୍ୟପକ୍ଷରେ ଗୋଟିଏ ଦିନରେ ୫୦ ପ୍ରତିଶତ ଶିକ୍ଷକ ସ୍କୁଲ୍ ଆସିବେ। ଅବିଭାବକ ନିଜ ପିଲାମାନଙ୍କୁ ଯଦି ସ୍କୁଲ ପଠାଇବାକୁ ଚାହୁଁନଥିବେ, ତାହେଲେ ସେମାନଙ୍କ […]

  • Saturday, 03 July 2021
bmc
ଭୁବନେଶ୍ୱରରେ କମୁଛି ଆକ୍ରାନ୍ତଙ୍କ ସଂଖ୍ୟା, ଆଜି ୩୪୫ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ କରୋନା ମାମଲା ଲଗାତର ହ୍ରାସ ପାଉଛି। ଆଜି ଭୁବନେଶ୍ୱର ମହାନଗରରେ ଆଉ ୩୪୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ କ୍ୱାରେଣ୍ଟିନ୍‌ରୁ ୧୦୧ ଓ ଲୋକାଲ କେସ୍‌ ୨୪୪ ରହିଛି। ସେହିପରି ଆଜି ୪୧୨ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ଟ୍ୱିଟ୍‌ କରି ସୂଚନା ଦେଇଛି। Update on newly detected #COVID19 cases in the […]

  • Saturday, 03 July 2021
pregnant lady
କରୋନା ଆକ୍ରାନ୍ତ ଗର୍ଭବତୀ କେମିତି ନେବେ ଯତ୍ନ? ପରାମର୍ଶ ଦେଲେ ବିଶେଷଜ୍ଞ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଭୟଙ୍କର ହେବାରେ ଲାଗିଛି କରୋନା । କରୋନାରେ ଅନେକ ଗର୍ଭବତୀ ଆକ୍ରାନ୍ତ ହେଉଥିବା ନଜରକୁ ଆସୁଛିା ତେବେ କରୋନାରେ ଆକ୍ରାନ୍ତ ହୋଇଥିବା ଗର୍ଭବତୀ କିଭଳି ଯତ୍ନ ନେବେ, ଏନେଇ ବିଭିନ୍ନ ପରାମର୍ଶ ଦେଇଛନ୍ତି ସ୍ତ୍ରୀ ରୋଗ ବିଶେଷଜ୍ଞ ଡାକ୍ତର ଲୁସି ଦାସ। ଡାକ୍ତର ଲୁସି ଦାସ କହିଛନ୍ତି- ଗର୍ଭବତୀ ମହିଳା କରୋନାରେ ଆକ୍ରାନ୍ତ ହେଲେ ହୋମ୍‌ ଆଇସୋଲେସନରେ ରହିପାରିବେ। ସେମାନେ ଘରେ ଅଲଗା ଭାବେ ରହିବେ। କାହାସହ ମିଶିବେ ନାହିଁ। ସେମାନେ […]

  • Saturday, 03 July 2021